João 19
Oriya Bible (GL_ORIYA) vs ARA
1 ତା'ପରେ ପୀଲାତ ଯୀଶୁଙ୍କୁ ନଇେ ଯାଇ କୋରଡା ପ୍ରହାର କରିବା ପାଇଁ ଆଦେଶ ଦେଲେ।
1 Então, por isso, Pilatos tomou a Jesus e mandou açoitá-lo.
2 ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡ ରେ ପିନ୍ଧାଇଲେ। ତା'ପରେ ସମାନେେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।
2 Os soldados, tendo tecido uma coroa de espinhos, puseram-lha na cabeça e vestiram-no com um manto de púrpura.
3 ସୈନିକମାନେ ଯୀଶୁଙ୍କ ପାଖକୁ ବହୁତ ଥର ଆସିଲେ ଓ କହିଲେ, ହେ! ଯିହୂଦୀମାନଙ୍କ ରାଜା। ସମାନେେ ଯୀଶୁଙ୍କୁ ଚାପୁଡା ମାରିଲେ।
3 Chegavam-se a ele e diziam: Salve, rei dos judeus! E davam-lhe bofetadas.
4 ପୀଲାତ ପୁଣି ଥରେ ବାହାରକୁ ଆସି ଯିହୂଦୀମାନଙ୍କୁ କହିଲେ, ବର୍ତ୍ତମାନ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ଆଗକୁ ଆଣୁଛି। ମୁଁ ତୁମ୍ଭମାନଙ୍କୁ ଜଣାଇ ଦବୋକୁ ଚା ହେଁ ଯେ, ମୁଁ ତାହାଙ୍କ ବିରୁଦ୍ଧ ରେ କୌଣସି ଅଭିଯୋଗ ପାଉ ନାହିଁ।
4 Outra vez saiu Pilatos e lhes disse: Eis que eu vo-lo apresento, para que saibais que eu não acho nele crime algum.
5 ତାପରେ ଯୀଶୁ ବାହାରକୁ ଆସିଲେ। ସେ କଣ୍ଟାର ମୁକୁଟ ଓ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିଥିଲେ। ପୀଲାତ କହିଲେ, ଦେଖ, ସହେି ଲୋକ।
5 Saiu, pois, Jesus trazendo a coroa de espinhos e o manto de púrpura. Disse-lhes Pilatos: Eis o homem!
6 ତାହାଙ୍କୁ ଦେଖିଲା ମାତ୍ ରେ ପ୍ରଧାନ ଯାଜକଗଣ ଓ ଯିହୂଦୀ ପ୍ରହରୀମାନେ ଚିତ୍କାର କଲେ, ତାକୁ କୃଶ ରେ ଚଢାଇ ମାର, ତାକୁ କୃଶ ରେ ଚଢାଇ ମାର।
6 Ao verem-no, os principais sacerdotes e os seus guardas gritaram: Crucifica-o! Crucifica-o! Disse-lhes Pilatos: Tomai-o vós outros e crucificai-o; porque eu não acho nele crime algum.
7 ୟିଦୂଦୀମାନେ ଉତ୍ତର ଦେଲେ, ଆମ୍ଭର ବ୍ଯବସ୍ଥା ଅନୁସାରେ ସେ ମୃତ୍ଯୁଦଣ୍ଡ ପାଇବା ଉଚିତ କାରଣ ସେ ନିଜକୁ ପରମେଶ୍ବରଙ୍କର ପୁତ୍ର ବୋଲି କହିଅଛି।
7 Responderam-lhe os judeus: Temos uma lei, e, de conformidade com a lei, ele deve morrer, porque a si mesmo se fez Filho de Deus.
8 ପୀଲାତ ଏହା ଶୁଣି ଆହୁରି ଭୟଭୀତ ହେଲେ।
8 Pilatos, ouvindo tal declaração, ainda mais atemorizado ficou,
9 ସେ ପ୍ରାସାଦ ଭିତରକୁ ଫରେିଗଲେ ଓ ଯୀଶୁଙ୍କ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଛ? ମାତ୍ର ଯୀଶୁ କିଛି ଉତ୍ତର ଦେଲେ ନାହିଁ।
9 e, tornando a entrar no pretório, perguntou a Jesus: Donde és tu? Mas Jesus não lhe deu resposta.
10 ପୀଲାତ କହିଲେ, ତୁମ୍ଭେ କ'ଣ ମାେ ସହିତ କଥା କହିବ ନାହିଁ? ମନରେଖ, ତୁମ୍ଭକୁ ମୁକ୍ତି ଦବୋକୁ କି କୃଶ ରେ ଚଢାଇବାକୁ ମଧ୍ଯ ଆମ୍ଭର କ୍ଷମତା ଅଛି।
10 Então, Pilatos o advertiu: Não me respondes? Não sabes que tenho autoridade para te soltar e autoridade para te crucificar?
11 ଯୀଶୁ ଉତ୍ତର ଦେଲେ, ମାେ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କବଳେ ସହେି କ୍ଷମତା ପରମେଶ୍ବର ଆପଣଙ୍କୁ ଦଇେଛନ୍ତି। ତେଣୁ ୟିଏ ମାେତେ ଆପଣଙ୍କ ପାଖ ରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।
11 Respondeu Jesus: Nenhuma autoridade terias sobre mim, se de cima não te fosse dada; por isso, quem me entregou a ti maior pecado tem.
12 ଏହାପରେ ପୀଲାତ ଯୀଶୁଙ୍କୁ ମୁକ୍ତି ଦବୋକୁ ଚେଷ୍ଟା କଲେ। କିନ୍ତୁ ଯିହୂଦୀମାନେ ଚିତ୍କାର କରି କହିଲେ, ଆପଣ ଯଦି ଏ ବ୍ଯକ୍ତିକୁ ମୁକ୍ତ କରି ଦିଅନ୍ତି, ତବେେ ଆପଣ କାଇସରଙ୍କର ବନ୍ଧୁ ନୁହଁନ୍ତି। ୟିଏ ନିଜକୁ ରାଜା ବୋଲି ଦାବୀ କରୁଛି, ସେ କାଇସରଙ୍କ ବିରୋଧୀ।
12 A partir deste momento, Pilatos procurava soltá-lo, mas os judeus clamavam: Se soltas a este, não és amigo de César! Todo aquele que se faz rei é contra César!
13 ପୀଲାତ ଯିହୂଦୀମାନଙ୍କର ଏହି କଥା ଶୁଣିଲେ। ତେଣୁ ସେ ଯୀଶୁଙ୍କୁ 'ପ୍ରସ୍ତରମଣ୍ଡପ' ନାମକ ସ୍ଥାନକୁ ଆଣିଲେ। ଏବ୍ରୀ ଭାଷା ରେ ଏହାର ନାମ 'ଗବ୍ବଥା' ଅଟେ। ପୀଲାତ ପ୍ରସ୍ତରମଣ୍ଡପରେ ଥିବା ବିଚାରସନ ରେ ବସିଲେ।
13 Ouvindo Pilatos estas palavras, trouxe Jesus para fora e sentou-se no tribunal, no lugar chamado Pavimento, no hebraico Gabatá.
14 ସଦେିନ ନିସ୍ତାରପର୍ବ ସପ୍ତାହର ପ୍ରସ୍ତୁତି ଦିନର ମଧ୍ଯାହ୍ନ ସମୟ ଥିଲା। ପୀଲାତ ଯିହୂଦୀମାନଙ୍କୁ କହିଲେ, ତୁମ୍ଭର ରାଜାଙ୍କୁ ଦେଖ।
14 E era a parasceve pascal, cerca da hora sexta; e disse aos judeus: Eis aqui o vosso rei.
15 ଯିହୂଦୀମାନେ ଚିତ୍କାର କଲେ, ତାକୁ ଦୂରକୁ ନଇଯାେଅ। ତାକୁ କୃଶ ରେ କଣ୍ଟାବିଦ୍ଧ କରି ମାରିଦିଅ।
15 Eles, porém, clamavam: Fora! Fora! Crucifica-o! Disse-lhes Pilatos: Hei de crucificar o vosso rei? Responderam os principais sacerdotes: Não temos rei, senão César!
16 ତେଣୁ ପୀଲାତ ଯୀଶୁଙ୍କୁ କୃଶ ରେ ମାରିବା ପାଇଁ ସମାନଙ୍କେ ହାତ ରେ ସମର୍ପି ଦେଲେ।
16 Então, Pilatos o entregou para ser crucificado.
17 ଯୀଶୁ ତାହାଙ୍କ ନିଜର କୃଶ ବୋହି କପାଳସ୍ଥଳ ନାମକ ସ୍ଥାନକୁ ଗଲେ। ଏବ୍ରୀ ଭାଷା ରେ ସହେି ସ୍ଥାନକୁ 'ଗଲଗଥା' କହନ୍ତି।
17 Tomaram eles, pois, a Jesus; e ele próprio, carregando a sua cruz, saiu para o lugar chamado Calvário, Gólgota em hebraico,
18 ସହେି 'ଗଲଗଥା' ରେ ସମାନେେ ଯୀଶୁଙ୍କୁ କୃଶବିଦ୍ଧ କଲେ। ଯୀଶୁଙ୍କୁ ମଝି ରେ ରଖି ତାହାଙ୍କର ଦୁଇ ପାଶର୍ବ ରେ ଆଉ ଦୁଇଜଣଙ୍କୁ ମଧ୍ଯ କୃଶବିଦ୍ଧ କଲେ।
18 onde o crucificaram e com ele outros dois, um de cada lado, e Jesus no meio.
19 ପୀଲାତ ଗୋଟିଏ ସଙ୍କତେ ଲେଖି ଯୀଶୁଙ୍କ କୃଶ ରେ ଟଙ୍ଗଇେଲେ। ସେଥି ରେ ଲଖାେଥିଲା, ନାଜରିତୀୟ ଯୀଶୁ ଯିହୂଦୀମାନଙ୍କର ରାଜା।
19 Pilatos escreveu também um título e o colocou no cimo da cruz; o que estava escrito era: Jesus Nazareno, o Rei dos Judeus .
20 ଯୀଶୁଙ୍କର କୃଶବିଦ୍ଧ ହବୋ ସ୍ଥାନ ନଗରର ନିକଟବର୍ତ୍ତୀ ହାଇେଥିବା କାରଣରୁ ଅନକେ ଯିହୂଦୀ ସହେି ସଙ୍କତେ ପଢିଲେ। ଏହା ଏବ୍ରୀ, ଲାଟିନ୍ ଓ ଗ୍ରୀକ୍ ଭାଷା ରେ ଲଖାେ ହାଇେଥିଲା।
20 Muitos judeus leram este título, porque o lugar em que Jesus fora crucificado era perto da cidade; e estava escrito em hebraico, latim e grego.
21 ମୁଖ୍ଯ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୂଦୀମାନଙ୍କ ରାଜା, ଏହି କଥା ଲେଖନ୍ତୁ ନାହିଁ। କିନ୍ତୁ ଏହି ଲୋକ ନିଜକୁ 'ମୁଁ ଯିହୂଦୀମାନଙ୍କ ରାଜା ବୋଲି କହିଲା' ବୋଲି ଲେଖନ୍ତୁ।
21 Os principais sacerdotes diziam a Pilatos: Não escrevas: Rei dos judeus, e sim que ele disse: Sou o rei dos judeus.
22 ପୀଲାତ ଉତ୍ତର ଦେଲେ, ମୁଁ ଯାହା ଲେଖିଛି, ତାହା ପରିବର୍ତ୍ତନ କରିବି ନାହିଁ।
22 Respondeu Pilatos: O que escrevi escrevi.
23 ଯୀଶୁଙ୍କୁ କୃଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନଇଗେଲେ। ସମାନେେ ତାହାଙ୍କର ବସ୍ତ୍ର ଚାରି ଭାଗ କଲେ। ପ୍ରେତ୍ୟକକ ସୈନିକ ଗୋଟିଏ ଭାଗ ରଖିଲେ। ସମାନେେ ତାହାଙ୍କର ପିନ୍ଧା ପୋଷାକ ମଧ୍ଯ ନଇଗେଲେ। ଏହା ତଳୁ ଉପର ପର୍ୟ୍ଯନ୍ତ ବିନା ସିଲଇେ ରେ ଗୋଟିଏ ପୋଷାକ ଥିଲା।
23 Os soldados, pois, quando crucificaram Jesus, tomaram-lhe as vestes e fizeram quatro partes, para cada soldado uma parte; e pegaram também a túnica. A túnica, porém, era sem costura, toda tecida de alto a baixo.
24 ତେଣୁ ସମାନେେ ପରସ୍ପର କଥା ହେଲେ, ଆମ୍ଭେ ଏହାକୁ ଚିରି ଭାଗ କରିବା ନାହିଁ। ଏହା କିଏ ପାଇବ, ତାହା ଜାଣିବା ପାଇଁ ଆମ୍ଭେ ଗୁଳାବାଣ୍ଟ କରିବା ଉଚିତ। ଏହାଦ୍ବାରା ଧର୍ମଶାସ୍ତ୍ରର ଉକ୍ତି ସତ୍ଯ ହେଲା:
24 Disseram, pois, uns aos outros: Não a rasguemos, mas lancemos sortes sobre ela para ver a quem caberá — para se cumprir a Escritura: Repartiram entre si as minhas vestes e sobre a minha túnica lançaram sortes. Assim, pois, o fizeram os soldados.
25 ଯୀଶୁଙ୍କର ମା' ତାହାଙ୍କ କୃଶ ନିକଟରେ ଠିଆ ହାଇେଥିଲେ, ସଠାେରେ ତାହାଙ୍କର ମାଉସୀ, କ୍ ଲୋପାଙ୍କ ସ୍ତ୍ରୀ ମରିୟମ ଓ ମଗ୍ଦଲୀନୀ ମରିୟମ ମଧ୍ଯ ଠିଆ ହାଇେଥିଲେ।
25 E junto à cruz estavam a mãe de Jesus, e a irmã dela, e Maria, mulher de Clopas, e Maria Madalena.
26 ଯୀଶୁ ତାହାଙ୍କ ମାଆଙ୍କୁ ଦେଖିଲେ। ସେ ତାହାଙ୍କର ଅତି ପ୍ରିୟ ଶିଷ୍ଯକୁ ମଧ୍ଯ ତାହାଙ୍କ ପାଖ ରେ ଠିଆ ହାଇେଥିବା ଦେଖିଲେ। ତାହାଙ୍କ ମାଆଙ୍କୁ କହିଲେ, ପ୍ରିୟ ନାରୀ, ଏ ଦେଖ, ତୁମ୍ଭର ପୁଅ!
26 Vendo Jesus sua mãe e junto a ela o discípulo amado, disse: Mulher, eis aí teu filho.
27 ତାପରେ ଯୀଶୁ ତାହାଙ୍କର ସହେି ଶିଷ୍ଯଙ୍କୁ କହିଲେ, ଦେଖ, ଏଠା ରେ ତୁମ୍ଭର ମାଆ। ତେଣୁ ଏହି ଶିଷ୍ଯ ଜଣକ ଯୀଶୁଙ୍କ ମାଆଙ୍କୁ ତାହାଙ୍କ ଘରକୁ ନଇଗେଲେ।
27 Depois, disse ao discípulo: Eis aí tua mãe. Dessa hora em diante, o discípulo a tomou para casa.
28 ଏବେ ସମସ୍ତ କିଛି ଶଷେ ହାଇଯୋଇଛି, ଯୀଶୁ ଏହା ଜାଣିଲେ। ଧର୍ମଶାସ୍ତ୍ରବାଣୀ ସତ୍ଯ ହବୋ ପାଇଁ ସେ କହିଲେ, ମାେତେ ଶୋଷ କରୁଛି।
28 Depois, vendo Jesus que tudo já estava consumado, para se cumprir a Escritura, disse: Tenho sede!
29 ସଠାେରେ ଗୋଟିଏ ପାତ୍ର ରେ ଭର୍ତ୍ତି ଖଟାପିତା ସ୍ବାଦୟୁକ୍ତ ରସ ରଖାଯାଇଥିଲା। ସମାନେେ ଖଣ୍ଡେ ସ୍ପଞ୍ଜକୁ ରସ ରେ ବୁଡଇେ ଏଜୋପ ନଳ ରେ ଲଗାଇ ଯୀଶୁଙ୍କ ମୁଖ ପାଖକୁ ବଢାଇଲେ।
29 Estava ali um vaso cheio de vinagre. Embeberam de vinagre uma esponja e, fixando-a num caniço de hissopo, lha chegaram à boca.
30 ଯୀଶୁ ତାହା ପାନ କରି କହିଲେ, ସମାପ୍ତ ହେଲା। ତା'ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ଯାଗ କଲେ।
30 Quando, pois, Jesus tomou o vinagre, disse: Está consumado! E, inclinando a cabeça, rendeu o espírito.
31 ସଦେିନ ନିସ୍ତାରପର୍ବର ପ୍ରସ୍ତୁତି ଦିନ ଥିଲା। ତହିଁ ଆରଦିନ ବିଶଷେ ବିଶ୍ରାମବାର ଥିଲା। ତେଣୁ ଯିହୂଦୀମାନେ ଚାହୁଁ ନଥିଲେ ଯେ, ମୃତ ଶରୀରଗୁଡିକ କୃଶ ଉପରେ ବିଶ୍ରାମବାର ଦିନ ପର୍ୟ୍ଯନ୍ତ ଝୁଲି ରହୁ। ତେଣୁ ସମାନେେ ପୀଲାତଙ୍କୁ ଅନୁ ରୋଧ କଲେ ଯେ, ସମାନଙ୍କେର ଗୋଡ ଭାଙ୍ଗିଦବୋ ପାଇଁ ଆଦେଶ ଦିଅନ୍ତୁ। ଯେପରି ସମାନେେ ଶ୍ରୀଘ୍ର ମରିଯିବେ ଓ ସମାନଙ୍କେର ଦହେ କୃଶରୁ ଓହ୍ଲାଇବା ପାଇଁ ତାଙ୍କୁ ଅନୁମତି ମାଗିଲେ।
31 Então, os judeus, para que no sábado não ficassem os corpos na cruz, visto como era a preparação, pois era grande o dia daquele sábado, rogaram a Pilatos que se lhes quebrassem as pernas, e fossem tirados.
32 ତେଣୁ ସୈନିକମାନେ ଆସି ପ୍ରଥମ ଲୋକଟିର ଗୋଡ ଭାଙ୍ଗି ଦେଲେ। ତା'ପରେ ସମାନେେ ଅନ୍ୟ ଲୋକଟିର ଗୋଡ ଭାଙ୍ଗି ଦେଲେ।
32 Os soldados foram e quebraram as pernas ao primeiro e ao outro que com ele tinham sido crucificados;
33 କିନ୍ତୁ ସମାନେେ ଯେତବେେଳେ ଯୀଶୁଙ୍କ ପାଖକୁ ଆସିଲେ, ସେତବେେଳେ ସମାନେେ ଦେଖିଲେ ଯେ, ସେ ମରି ସାରିଲଣେି। ତେଣୁ ସମାନେେ ତାହାଙ୍କ ଗୋଡ ଭାଙ୍ଗିଲେ ନାହିଁ।
33 chegando-se, porém, a Jesus, como vissem que já estava morto, não lhe quebraram as pernas.
34 କିନ୍ତୁ ଜଣେ ସୈନିକ ବର୍ଚ୍ଛା ଦ୍ବାରା ତାହାଙ୍କର କକ୍ଷଦେଶକୁ ବିଦ୍ଧ କଲା। ସଙ୍ଗେ ସଙ୍ଗେ ତହିଁରୁ ରକ୍ତ ଓ ଜଳ ବୋହି ଆସିଲା।
34 Mas um dos soldados lhe abriu o lado com uma lança, e logo saiu sangue e água.
35 ୟିଏ ଏହା ଦେଖିଛନ୍ତି ସେ ଏହା ବର୍ଣ୍ଣନା କରିଛନ୍ତି। ୟଦ୍ବାରା ତୁମ୍ଭେ ମଧ୍ଯ ଶୁଣି ବିଶ୍ବାସ କରିବ। ସେ ଯାହା କହନ୍ତି, ତାହା ସତ୍ଯ। ସେ ଜାଣନ୍ତି ଯେ, ସେ ସତ୍ଯ କହନ୍ତି।
35 Aquele que isto viu testificou, sendo verdadeiro o seu testemunho; e ele sabe que diz a verdade, para que também vós creiais.
36 ଏସବୁ ଘଟିଛି, ଅତଏବ ଧର୍ମଶାସ୍ତ୍ର ରେ ଯାହା ଲଖାେ ଅଛି, ତାହା ସତ୍ଯ ହବେ, ତାହାଙ୍କର ଗୋଟିଏ ହାଡ ମଧ୍ଯ ଭାଙ୍ଗି ୟିବ ନାହିଁ।
36 E isto aconteceu para se cumprir a Escritura: Nenhum dos seus ossos será quebrado.
37 ଅନ୍ୟ ସ୍ଥାନ ରେ ଧର୍ମଶାସ୍ତ୍ର ରେ ଲଖାେଅଛି: ସମାନେେ ଯାହାଙ୍କୁ ବର୍ଚ୍ଛା ଦ୍ବାରା ଆଘାତ କଲେ, ତାହାଙ୍କୁ ଲୋକମାନେ ଦେଖିବେ।
37 E outra vez diz a Escritura: Eles verão aquele a quem traspassaram.
38 ଏହାପରେ ହାରାମାଥୀଯାର ଯୋଷଫେ ନାମକ ଜଣେ ଲୋକ ପୀଲାତଙ୍କୁ ଯୀଶୁଙ୍କର ଶରୀରଟି ମାଗିଲେ। ଯୋଷଫେ ଯୀଶୁଙ୍କର ଜଣେ ଶିଷ୍ଯ ଥିଲେ। କିନ୍ତୁ ସେ ଲୋକମାନଙ୍କୁ ତାହା କହିଲେ ନାହିଁ, କାରଣ ସେ ଯିହୂଦୀମାନଙ୍କୁ ଭୟ କରୁଥିଲେ। ପୀଲାତ ଯୋଷଫଙ୍କେୁ ଯୀଶୁଙ୍କର ଶରୀର ନବୋପାଇଁ ଅନୁମତି ଦେଲେ। ତେଣୁ ଯୋଷଫେ ଆସି ଯୀଶୁଙ୍କର ଶରୀର ନଇଗେଲେ।
38 Depois disto, José de Arimateia, que era discípulo de Jesus, ainda que ocultamente pelo receio que tinha dos judeus, rogou a Pilatos lhe permitisse tirar o corpo de Jesus. Pilatos lho permitiu. Então, foi José de Arimateia e retirou o corpo de Jesus.
39 ନୀକଦୀମ ମଧ୍ଯ ଯୋଷଫଙ୍କେ ସହିତ ଗଲେ। ସେ ପ୍ରଥମେ ଯୀଶୁଙ୍କ ସହିତ ରାତ୍ରି ରେ ସାକ୍ଷାତ କରିବାକୁ ଯାଇଥିଲେ ଓ ତାହାଙ୍କ ସହିତ କଥା ହାଇେଥିଲେ। ସେ ଯୀଶୁଙ୍କ ଦହେ ରେ ଲଗାଇବା ପାଇଁ ପ୍ରାୟ ପ୍ରଚାଶ କିଲୋଗ୍ରାମ ଗନ୍ଧରସ ମିଶ୍ରିତ ଅଗୁର ଘନେି ଆସିଲେ।
39 E também Nicodemos, aquele que anteriormente viera ter com Jesus à noite, foi, levando cerca de cem libras de um composto de mirra e aloés.
40 ଯିହୂଦୀମାନଙ୍କର ସମାଧି ଦବୋ ପ୍ରଥାନୁସା ରେ ସମାନେେ ଦୁ ହେଁ ଯୀଶୁଙ୍କର ମୃତ ଦହକେୁ ସୁଗନ୍ଧି ଅଗୁରୁ ସହିତ ପତଳା ଲୁଗା ରେ ଗୁଡଇେ ଦେଲେ।
40 Tomaram, pois, o corpo de Jesus e o envolveram em lençóis com os aromas, como é de uso entre os judeus na preparação para o sepulcro.
41 ଯୀଶୁଙ୍କୁ ଯେଉଁଠା ରେ କୃଶବିଦ୍ଧ କରାଯାଇଥିଲା, ସହେି ସ୍ଥାନ ପାଖ ରେ ଗୋଟିଏ ବଗିଚା ଥିଲା। ସହେି ବଗିଚା ରେ ଗୋଟିଏ ନୂଆ କବର ଥିଲା, ଯେଉଁଥି ରେ ପୂର୍ବରୁ କାହାକୁ ସମାଧି ଦିଆ ଯାଇ ନଥିଲା,
41 No lugar onde Jesus fora crucificado, havia um jardim, e neste, um sepulcro novo, no qual ninguém tinha sido ainda posto.
42 ବିଶ୍ରାମବାର ଆରମ୍ଭ ହବୋ ପୂର୍ବରୁ ତାହାର ପ୍ରସ୍ତୁତି କାର୍ୟ୍ଯ ଶଷେ କରିବା ପାଇଁ ସମାନେେ ଯୀଶୁଙ୍କୁ ସଠାେରେ ସମାଧିସ୍ଥ କଲେ, କାରଣ ସହେି ସମାଧିଟି ପାଖ ରେ ଥିଲା।
42 Ali, pois, por causa da preparação dos judeus e por estar perto o túmulo, depositaram o corpo de Jesus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 19, comparar traduções ou montar um estudo — tudo direto pelo WhatsApp.