João 1
Oriya Bible (GL_ORIYA) vs NVT
1 ଜଗତ ଆରମ୍ଭର ପୂର୍ବରୁ ବାକ୍ଯ ଥିଲେ। ସହେି ବାକ୍ଯ ପରମେଶ୍ବରଙ୍କ ସହିତ ଥିଲେ। ସହେି ବାକ୍ଯ ପରମେଶ୍ବର ଥିଲେ।
1 No princípio, aquele que é a Palavra já existia. A Palavra estava com Deus, e a Palavra era Deus.
2 ସହେି ବାକ୍ଯ ଆରମ୍ଭରୁ ପରମେଶ୍ବରଙ୍କ ସହିତ ଥିଲେ।
2 Ele existia no princípio com Deus.
3 ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।
3 Por meio dele Deus criou todas as coisas, e sem ele nada foi criado.
4 ତାହାଙ୍କଠା ରେ ଜୀବନ ଥିଲା। ସହେି ଜୀବନ ପୃଥିବୀର ଲୋକମାନଙ୍କ ପାଇଁ ଆଲୋକ ଥିଲା।
4 Aquele que é a Palavra possuía a vida, e sua vida trouxe luz a todos.
5 ସହେି ଆଲୋକ ଅନ୍ଧକାର ରେ ଆଲୋକିତ ହୁଏ। କିନ୍ତୁ ଅନ୍ଧକାର ଆଲୋକକୁ ଲୋପ କରି ପାରିନାହିଁ।
5 A luz brilha na escuridão, e a escuridão nunca conseguiu apagá-la.
6 ଯୋହନ ନାମକ ଜଣେ ବ୍ଯକ୍ତି ଥିଲେ। ତାହାଙ୍କୁ ପରମେଶ୍ବର ପଠାଇଥିଲେ।
6 Deus enviou um homem chamado João
7 ସେ ଲୋକମାନଙ୍କୁ ସହେି ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ଯମ ରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟ ରେ ଶୁଣିପାରିଲେ ଓ ବିଶ୍ବାସ କରିପାରିଲେ।
7 para falar a respeito da luz, a fim de que, por meio de seu testemunho, todos cressem.
8 ଯୋହନ ନିଜେ ଆଲୋକ ନଥିଲେ। କିନ୍ତୁ ସେ ଲୋକମାନଙ୍କୁ ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ।
8 Ele não era a luz, mas veio para falar da luz.
9 ଏହି ପ୍ରକୃତ ଆଲୋକ ଜଗତକୁ ଆସୁଥିଲେ। ଏହି ପ୍ରକୃତ ଆଲୋକ ସବୁ ଲୋକମାନଙ୍କୁ ଆଲୋକ ଦିଅନ୍ତି।
9 Aquele que é a verdadeira luz, que ilumina a todos, estava chegando ao mundo.
10 ସହେି ବାକ୍ଯ ଜଗତ ରେ ଥିଲେ। ତାହାଙ୍କ ଦ୍ବାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ।
10 Veio ao mundo que ele criou, mas o mundo não o reconheceu.
11 ସେ ତାହାଙ୍କ ନିଜ ଜଗତକୁ ଆସିଲେ, କିନ୍ତୁ ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ,
11 Veio a seu próprio povo, e eles o rejeitaram.
12 ଯେଉଁ ଅଳ୍ପ କେତକେ ଲୋକ ତାହାଙ୍କୁ ଗ୍ରହଣ କଲେ ସମାନେେ ତାହାଙ୍କ ଉପରେ ବିଶ୍ବାସ କଲେ। ଯେଉଁ ଲୋକମାନେ ତାହାଙ୍କୁ ବିଶ୍ବାସ କଲେ, ସେ ସମାନଙ୍କେୁ ପରମେଶ୍ବରଙ୍କ ସନ୍ତାନ ହବୋର ଅଧିକାର ପ୍ରଦାନ କଲେ,
12 Mas, a todos que creram nele e o aceitaram, ele deu o direito de se tornarem filhos de Deus.
13 ସହେି ସନ୍ତାନମାନେ ଅନ୍ୟ ଶିଶୁ ପିଲାମାନଙ୍କ ପରି ଜନ୍ମ ହେଲେ ନାହିଁ। ସମାନେେ ପିତା-ମାତାଙ୍କର ଇଚ୍ଛା କିମ୍ବା ଯୋଜନା ଅନୁସାରେ ଜନ୍ମ ଗ୍ରହଣ ନକରି ପରମେଶ୍ବରଙ୍କ ଠାରୁ ଜନ୍ମ ହାଇେଥିଲେ।
13 Estes não nasceram segundo a ordem natural, nem como resultado da paixão ou da vontade humana, mas nasceram de Deus.
14 ସହେି ବାକ୍ଯ ମନୁଷ୍ଯ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। ସହେି ବାକ୍ଯ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ।
14 Assim, a Palavra se tornou ser humano, carne e osso, e habitou entre nós. Ele era cheio de graça e verdade. E vimos sua glória, a glória do Filho único do Pai.
15 ଯୋହନ ଲୋକମାନଙ୍କୁ ତାହାଙ୍କ ବିଷୟ ରେ କହିଲେ। ସେ କହିଲେ, ମୁଁ ଯାହାଙ୍କ ବିଷୟ ରେ କହୁଥିଲି, ସେ ଏହି। ମୁଁ କହିଲି, 'ମାେ ପରେ ୟିଏ ଆସୁଛନ୍ତି, ସେ ମାେ ଠାରୁ ବହୁତ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ।'
15 João deu testemunho dele quando disse em alta voz: “Este é aquele a quem eu me referia quando disse: ‘Alguém virá depois de mim, muito mais poderoso que eu, pois existia muito antes de mim’”.
16 'ବାକ୍ଯ' ଖ୍ରୀଷ୍ଟ ଅନୁଗ୍ରହ ଓ ସତ୍ଯ ରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ପ୍ରଚୁର ଆଶୀର୍ବାଦ ପାଇଲୁ।
16 De sua plenitude todos nós recebemos graça sobre graça.
17 ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।
17 Pois a lei foi dada por meio de Moisés, mas a graça e a verdade vieram por meio de Jesus Cristo.
18 ପରମେଶ୍ବରଙ୍କୁ କୌଣସି ଲୋକ କବେେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁ ହେଉଛନ୍ତି ପରମେଶ୍ବର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ବର କିପରି ଅଟନ୍ତି, ଏହା ପୁତ୍ର ଆମ୍ଭକୁ ଦଖାଇେ ଦଇେଛନ୍ତି।
18 Ninguém jamais viu a Deus, mas o Filho único, que mantém comunhão íntima com o Pai, o revelou.
19 ୟିରୂଶାଲମରୁ ଯିହୂଦୀମାନେ କେତକେ ଯାଜକ ଓ ଲବେୀୟମାନଙ୍କୁ ଯୋହନଙ୍କ ପାଖକୁ ପଠାଇଲେ। ତୁମ୍ଭେ କିଏ? ଏହା ତାହାଙ୍କୁ ପଚାରିବା ପାଇଁ ଯିହୂଦୀମାନେ ସମାନଙ୍କେୁ ପଠାଇଥିଲେ।
19 Este foi o testemunho de João quando os líderes judeus enviaram de Jerusalém sacerdotes e levitas para lhe perguntar: “Quem é você?”.
20 ଯୋହନ ମୁକ୍ତ ଭାବରେ କହିଲେ। ସେ ଉତ୍ତର ଦବୋ ପାଇଁ ଅସ୍ବୀକାର କଲେ ନାହିଁ। ଯୋହନ ସ୍ପଷ୍ଟ ଭାବେ ଲୋକମାନଙ୍କୁ ଏହି କଥା କହିଲେ, ମୁଁ ଖ୍ରୀଷ୍ଟ ନୁହେଁ।
20 Ele respondeu com toda franqueza: “Eu não sou o Cristo”.
21 ଯିହୂଦୀମାନେ ଯୋହନଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କିଏ? ତୁମ୍ଭେ କ'ଣ ଏଲିୟ?
21 “Então quem é você?”, perguntaram eles. “É Elias?” “Não”, respondeu ele. “É o Profeta por quem temos esperado?” “Não.”
22 ତା'ପରେ ଯିହୂଦୀମାନେ ପଚାରିଲେ, ତବେେ ତୁମ୍ଭେ କିଏ? ତୁମ୍ଭେ ତୁମ୍ଭ ନିଜ ବିଷୟ ରେ କୁହ, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅ। ତୁମ୍ଭେ ନିଜ ବିଷୟ ରେ କ'ଣ କହୁଛ?
22 “Afinal, quem é você? Precisamos de uma resposta para aqueles que nos enviaram. O que você tem a dizer de si mesmo?”
23 ଯୋହନ ସମାନଙ୍କେୁ ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ବାଣୀ କହିଲେ:
23 João respondeu com as palavras do profeta Isaías: “Eu sou uma voz que clama no deserto: ‘Preparem o caminho para a vinda do Senhor!’”.
24 ଫାରୂଶୀମାନେ ଏହି ଯିହୂଦୀମାନଙ୍କୁ ପଠାଇଥିଲେ।
24 Então os fariseus que tinham sido enviados
25 ଏହି ଲୋକମାନେ ଯୋହନଙ୍କୁ କହିଲେ, ତୁମ୍ଭେ କହୁଛ ଯେ ତୁମ୍ଭେ ଖ୍ରୀଷ୍ଟ ନୁହଁ। ତୁମ୍ଭେ କହୁଛ ଯେ ତୁମ୍ଭେ ଏଲିୟ ନୁହଁ କିମ୍ବା ସହେି ଭବିଷ୍ଯଦ୍ବକ୍ତା ନୁହଁ, ତବେେ ତୁମ୍ଭେ କାହିଁକି ଲୋକମାନଙ୍କୁ ବାପ୍ତିଜିତ ଦେଉଛ?
25 lhe perguntaram: “Se você não é o Cristo, nem Elias, nem o Profeta, que direito tem de batizar?”.
26 ଯୋହନ ଉତ୍ତର ଦେଲେ, ମୁଁ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ ଦେଉଛି। କିନ୍ତୁ ତୁମ୍ଭ ସହିତ ଏଠା ରେ ଏପରି ଜଣେ ବ୍ଯକ୍ତି ଅଛନ୍ତି ଯାହାଙ୍କୁ ତୁମ୍ଭେ ଜାଣି ନାହଁ।
26 João lhes disse: “Eu batizo com água, mas em seu meio há alguém que vocês não reconhecem.
27 ସେ ବ୍ଯକ୍ତି ମାେ ପରେ ଆସୁଛନ୍ତି, ମୁଁ ତାହାଙ୍କ ଜୋତାର ଫିତା ଫିଟଇବୋ ପାଇଁ ଯୋଗ୍ଯ ନୁହେଁ।
27 Embora ele venha depois de mim, não sou digno de desamarrar as correias de sua sandália”.
28 ଏହି ସବୁ ଘଟଣା ୟର୍ଦ୍ଦନ ନଦୀର ଆର ପଟେ ଥିବା ବେଥାନୀ ଗ୍ରାମ ରେ ଘଟିଥିଲା। ଏହି ସ୍ଥାନ ରେ ଯୋହନ ଲୋକମାନଙ୍କୁ ବାପ୍ତଜିତ କରୁଥିଲେ।
28 Esse encontro aconteceu em Betânia, um povoado a leste do rio Jordão, onde João estava batizando.
29 ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।
29 No dia seguinte, João viu Jesus caminhando em sua direção e disse: “Vejam! É o Cordeiro de Deus, que tira o pecado do mundo!
30 ମୁଁ ଆଗରୁ ଏହି ବ୍ଯକ୍ତିଙ୍କ ବିଷୟ ରେ କହିଥିଲି। ମୁଁ କହିଥିଲି, 'ମାେ ପରେ ଜଣେ ବ୍ଯକ୍ତି ଆସୁଛନ୍ତି, ସେ ମାଠାରୁେ ଶ୍ ରେଷ୍ଠ। ସେ ମାେ ପୂର୍ବରୁ ବାସ କରୁଥିଲେ। ସେ ସର୍ବଦା ରହିଛନ୍ତି।'
30 Era a ele que eu me referia quando disse: ‘Um homem virá depois de mim, muito mais poderoso que eu, pois existia muito antes de mim’.
31 ମୁଁ ନିଜେ ମଧ୍ଯ ତାହାଙ୍କୁ ଜାଣି ନଥିଲି। କିନ୍ତୁ ଇଶ୍ରାୟେଲ ଯେପରି ଜାଣିପାରବ ଯେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ଏଥିନିମନ୍ତେ ମୁଁ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ କରିବା ପାଇଁ ଆସିଅଛି।
31 Eu não o conhecia, mas vim batizando com água para que ele fosse revelado a Israel”.
32 ତା'ପରେ ଯୋହନ କହିଲେ, ଖ୍ରୀଷ୍ଟ କିଏ ବୋଲି ମୁଁ ମଧ୍ଯ ଜାଣି ନଥିଲି। କିନ୍ତୁ ପରମେଶ୍ବର ମାେତେ ଲୋକମାନଙ୍କୁ ଜଳ ରେ ବାପ୍ତିଜିତ ଦବୋ ପାଇଁ ପଠଇେଥିଲେ। ଏବଂ ପରମେଶ୍ବର ମାେତେ କହିଥିଲେ, 'ତୁମ୍ଭେ ପବିତ୍ର ଆତ୍ମାଙ୍କୁ ଅବତରଣ କରିବା ଓ ଜଣେ ବ୍ଯକ୍ତିଙ୍କ ଉପରେ ସ୍ଥିର ହାଇେ ରହିବା ଦେଖିବ, ସହେି ବ୍ଯକ୍ତି ଯକେି ପବିତ୍ର ଆତ୍ମାଙ୍କ ଦ୍ବାରା ବାପ୍ତିଜିତ ଦବେେ।
32 Então João deu o seguinte testemunho: “Vi o Espírito Santo descer do céu na forma de uma pomba e permanecer sobre ele.
33 ଯୋହନ କହିଲେ, ଏସବୁ ଘଟିବାର ମୁଁ ଦେଖିଛି। ସ୍ବର୍ଗରୁ ଆତ୍ମା ଅବତରଣ କରିବାର ମୁଁ ଦେଖିଲି। ସହେି ଆତ୍ମା ଗୋଟିଏ କପୋତ ପରି ଦଖାେ ଯାଉଥିଲେ ଓ ଯୀଶୁଙ୍କ ଉପରେ ବସି ରହିଥିବାର ମୁଁ ଦେଖିଲି।
33 Eu não sabia quem ele era, mas, quando Deus me enviou para batizar com água, disse-me: ‘Aquele sobre o qual você vir o Espírito descer e permanecer, esse é o que batizará com o Espírito Santo’.
34 ତେଣୁ ମୁଁ ଲୋକମାନଙ୍କୁ ଏହା କ ହେ: ' ସେ (ଯୀଶୁ) ପରମେଶ୍ବରଙ୍କର ପୁତ୍ର।'
34 Eu vi isso acontecer e, portanto, dou testemunho de que ele é o Filho de Deus”.
35 ତହିଁ ଆରଦିନ ଯୋହନ ପୁଣି ସଠାେରେ ଥିଲେ। ତାଙ୍କ ସହିତ ତାହାଙ୍କର ଦୁଇ ଜଣ ଶିଷ୍ଯ ଥିଲେ।
35 No dia seguinte, João estava novamente com dois de seus discípulos.
36 ସେତବେେଳେ ଯୋହନ ଯୀଶୁଙ୍କୁ ୟିବାର ଦେଖିଲେ। ସେ କହିଲେ, ଦେଖ, ପରମେଶ୍ବରଙ୍କର ମଷେଶାବକ।
36 Quando viu Jesus passar, olhou para ele e declarou: “Vejam! É o Cordeiro de Deus!”.
37 ସହେି ଦୁଇଜଣ ଶିଷ୍ଯ ଯୋହନଙ୍କ କଥା ଶୁଣିଲେ, ତେଣୁ ସମାନେେ ଯୀଶୁଙ୍କ ଅନୁସରଣ କଲେ।
37 Ao ouvirem isso, os dois discípulos de João seguiram Jesus.
38 ଯୀଶୁ ବୁଲି ପଡି ଦେଖିଲେ ଯେ, ସହେି ଦୁଇ ଜଣ ବ୍ଯକ୍ତି ତାହାଙ୍କ ଅନୁସରଣ କରୁଛନ୍ତି। ସେ ପଚାରିଲେ, ତୁମ୍ଭମାନେେ କ'ଣ ଚାହଁ?
38 Jesus olhou em volta e viu que o seguiam. “O que vocês querem?”, perguntou. Eles responderam: “Rabi (que significa ‘Mestre’), onde o senhor está hospedado?”.
39 ଯୀଶୁ ସମାନଙ୍କେୁ କହିଲେ, ମାେ ସହିତ ଆସ, ତୁମ୍ଭମାନେେ ଦେଖିବ। ତେଣୁ ସହେି ଦୁଇ ଜଣ ଯୀଶୁଙ୍କ ସହିତ ଗଲେ। ସମାନେେ ତାହାଙ୍କର ରହିବା ସ୍ଥାନ ଦେଖିଲେ। ସେ ଦିନ ସମାନେେ ଯୀଶୁଙ୍କ ସିହତ ରହିଲେ। ସେତବେେଳେ ସମୟ ପ୍ରାୟ ଚାରିଘଣ୍ଟା ହାଇେଥିଲା ା
39 “Venham e vejam”, disse ele. Eram cerca de quatro horas da tarde quando o acompanharam até o lugar onde Jesus estava hospedado, e passaram o resto do dia com ele.
40 ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କର ଅନୁସରଣ କରିଥିଲେ, ସେ ଦୁଇ ଜଣଙ୍କ ମଧ୍ଯରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମାନେ ପିତରଙ୍କର ଭାଇ ଥିଲେ।
40 André, irmão de Simão Pedro, era um dos dois que ouviram o que João tinha dito e seguiram Jesus.
41 ଆନ୍ଦ୍ରିୟ ପ୍ରଥମେ ତାହାଙ୍କ ଭାଇ ଶିମାନଙ୍କେ ପାଖକୁ ଗଲେ। ସେ ଶିମାନଙ୍କେୁ କହିଲେ, ଆମ୍ଭେ ମଶୀହଙ୍କୁ ଭଟେିଛୁ। (ମଶୀହ ଅର୍ଥାତ୍ ଖ୍ରୀଷ୍ଟ।)
41 André foi procurar seu irmão, Simão, e lhe disse: “Encontramos o Messias (isto é, o Cristo)”.
42 ତା'ପରେ ଆନ୍ଦ୍ରିୟ ଶିମାନଙ୍କେୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ତାହାଙ୍କୁ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମାନେ। ତୁମ୍ଭକୁ କଫୋ ନାମ ରେ ଡକା ହବେ। (କଫୋ ଅର୍ଥାତ୍ ପିତର।)
42 Então André levou Simão para conhecer Jesus. Olhando para ele, Jesus disse: “Você é Simão, filho de João, mas será chamado Cefas (isto é, Pedro)”.
43 ତା'ପରଦିନ ଯୀଶୁ ଗାଲୀଲୀକୁ ୟିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, ମାରେ ଅନୁସରଣ କର।
43 No dia seguinte, Jesus decidiu ir à Galileia. Encontrou Filipe e lhe disse: “Siga-me”.
44 ଫିଲିପ୍ପ ମଧ୍ଯ ଆନ୍ଦ୍ରିୟ ଓ ପିତରଙ୍କ ପରି ବେଥ୍ସାଇଦା ସହରର ଲୋକ ଥିଲେ।
44 Filipe era de Betsaida, cidade natal de André e Pedro.
45 ଫିଲିପ୍ପ ନିଥନିଯଲଙ୍କେର ଦଖାେ ପାଇ କହିଲେ, ମାଶାେ ବ୍ଯବସ୍ଥା ରେ ଯାହା ଲେଖିଥିଲେ, ତାହା ମନେ ପକାଅ। ମାଶାେ ଜଣେ ବ୍ଯକ୍ତିଙ୍କ ଆଗମନ ବିଷୟ ରେ ଲେଖିଥିଲେ। ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ତାହାଙ୍କ ବିଷୟ ରେ ଲେଖିଥିଲେ। ଆମ୍ଭେ ତାହାଙ୍କୁ ଭଟେିଛୁ। ତାହାଙ୍କ ନାମ ଯୀଶୁ। ସେ ୟୋ ସଫଙ୍କେର ପୁତ୍ର। ସେ ନାଜରିତରୁ ଆସିଛନ୍ତି।
45 Filipe foi procurar Natanael e lhe disse: “Encontramos aquele sobre quem Moisés, na lei, e os profetas escreveram! Seu nome é Jesus de Nazaré, filho de José”.
46 ନିଥନିଯଲେ ଫିଲିପ୍ପଙ୍କୁ କହିଲେ, ନାଜରିତ, ନାଜରିତରୁ କ'ଣ କୌଣସି ଉତ୍ତମ ବସ୍ତୁ ଉତ୍ପନ୍ନ ହାଇପୋ ରେ?
46 “Nazaré!”, exclamou Natanael. “Pode vir alguma coisa boa de Nazaré?” “Venha e veja você mesmo”, respondeu Filipe.
47 ଯୀଶୁ ନିଥନିଯଲଙ୍କେୁ ତାହାଙ୍କ ଆଡେ ଆସିବାର ଦେଖିଲେ। ସେ କହିଲେ, ଏହି ଲୋକ ପ୍ରକୃତ ରେ ପରମେଶ୍ବରଙ୍କର ଜଣେ ବ୍ଯକ୍ତି। ତାହାଙ୍କଠା ରେ କୌଣସି ଅସାଧୁତା ନାହିଁ।
47 Jesus viu Natanael se aproximar e disse: “Aí está um verdadeiro filho de Israel, um homem totalmente íntegro”.
48 ନିଥନିଯଲେ ତାହାଙ୍କୁ ପଚାରିଲେ, ଆପଣ ମାେତେ କିପରି ଜାଣିଲେ?
48 “Como o senhor sabe a meu respeito?”, perguntou Natanael. Jesus respondeu: “Vi você sob a figueira antes que Filipe o chamasse”.
49 ତା'ପରେ ନିଥନିଯଲେ ଯୀଶୁଙ୍କୁ କହିଲେ, ହେ ଗୁରୁ, ଆପଣ ପରମେଶ୍ବରଙ୍କ ପୁତ୍ର। ଆପଣ ଇଶ୍ରାୟେଲର ରାଜା।
49 Então Natanael exclamou: “Rabi, o senhor é o Filho de Deus, o Rei de Israel!”.
50 ଯୀଶୁ ନିଥନିଯଲଙ୍କେୁ କହିଲେ, ମୁଁ ତୁମ୍ଭକୁ କହିଲି ଯେ, ମୁଁ ତୁମ୍ଭକୁ ଡିମ୍ବିରି ଗଛ ତଳେ ଦେଖିଥିଲି। ସେଥିପାଇଁ ତୁମ୍ଭେ ମାେତେ ବିଶ୍ବାସ କରୁଛ। କିନ୍ତୁ ତୁମ୍ଭେ ତା'ଠାରୁ ଆହୁରି ଶ୍ ରେଷ୍ଠତର ବିଷୟ ଦେଖିବ।
50 Jesus lhe perguntou: “Você crê nisso porque eu disse que o vi sob a figueira? Você verá coisas maiores que essa”.
51 ଯୀଶୁ ପୁଣି କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭମାନେେ ସ୍ବର୍ଗ ଖାଲିେ ୟିବାର ଦେଖିବ। ତୁମ୍ଭମାନେେ ପରମେଶ୍ବରଙ୍କ 'ଦୂତମାନଙ୍କୁ ମନୁଷ୍ଯପୁତ୍ରଙ୍କ ନିକଟକୁ ଆରୋହଣ ଓ ଅବତରଣ' କରୁଥିବାର ଦେଖିବ।
51 E acrescentou: “Eu lhes digo a verdade: vocês verão o céu aberto e os anjos de Deus subindo e descendo sobre o Filho do Homem”.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 1, comparar traduções ou montar um estudo — tudo direto pelo WhatsApp.