João 20

Oriya Bible (GL_ORIYA) vs NAA

Sair da comparação
NAA Nova Almeida Atualizada 2017
1 ରବିବାର ଦିନ ପାହାନ୍ତିଆ ରେ ମଗ୍ଦଲୀନୀ ମରିୟମ ଯୀଶୁଙ୍କର କବର ନିକଟକୁ ଆସିଲେ। ସେତବେେଳେ ତଥାପି ଅନ୍ଧାର ଥିଲା। ସେ ଦେଖିଲେ ଯେ, ବହୂତ ବଡ ପଥରଟି କବର ଦ୍ବାରା ପାଖରୁ ଦୂରକୁ ଘୁଞ୍ଚି ଯାଇଛି।
1 No primeiro dia da semana, de madrugada, quando ainda estava escuro, Maria Madalena foi ao túmulo e viu que a pedra da entrada tinha sido removida.
2 ତେଣୁ ମରିୟମ, ଶିମାନେ ପିତର ଓ ଅନ୍ୟ ଜଣେ ଶିଷ୍ଯ ଯାହାଙ୍କୁ ଯୀଶୁ ପ୍ ରମେ କରୁଥିଲେ, ସମାନଙ୍କେ ନିକଟକୁ ଦୌଡିଗଲେ ଓ ସେ ସମାନଙ୍କେୁ କହିଲେ, ସମାନେେ ପ୍ରଭୁଙ୍କର ମୃତଦହକେୁ କବର ଭିତରୁ ନଇଯାେଇଛନ୍ତି। ସମାନେେ ତାହାଙ୍କୁ କେଉଁଠା ରେ ରଖିଛନ୍ତି ଆମ୍ଭେ ଜାଣି ନାହୁଁ।
2 Então correu e foi até onde estavam Simão Pedro e o outro discípulo, a quem Jesus amava, e disse-lhes: — Tiraram o Senhor do túmulo, e não sabemos onde o colocaram.
3 ତେଣୁ ପିତର ଓ ଅନ୍ୟଶିଷ୍ଯ କବର ନିକଟକୁ ୟିବାକୁ ବାହାରିଲେ।
3 Com isso, Pedro e o outro discípulo saíram e foram até o túmulo.
4 ସମାନେେ ଦୁ ହେଁ ଦୌଡୁଥିଲେ, କିନ୍ତୁ ପିତରଙ୍କଠାରୁ ଅନ୍ୟ ଶିଷ୍ଯଜଣକ ଜୋର୍ ରେ ଦୌଡୁଥିଲେ। ତେଣୁ ସେ ପ୍ରଥମେ କବର ପାଖ ରେ ପହନ୍ଚିଲେ।
4 Ambos corriam juntos, mas o outro discípulo correu mais depressa do que Pedro e chegou primeiro ao túmulo.
5 ସେ ନଇଁପଡି ଭିତରକୁ ଚାହିଁ ପତଳା ଆଚ୍ଛାଦନ ବସ୍ତ୍ର ସଠାେରେ ପଡିଥିବା ଦେଖିଲେ, କିନ୍ତୁ ଭିତରକୁ ଗଲେ ନାହିଁ।
5 E, abaixando-se, viu os lençóis de linho, mas não entrou.
6 ତା'ପର ତାହାଙ୍କ ପଛ ରେ ଶିମାନେ ପିତର ଆସି ପହନ୍ଚିଲେ। ପିତର କବର ଭିତରକୁ ଗଲେ ଏବଂ ସେ ମଧ୍ଯ ସଠାେରେ ପତଳା ଆଚ୍ଛାଦନ ବସ୍ତ୍ର ପଡିଥିବାର ଦେଖିଲେ।
6 Simão Pedro, seguindo-o, chegou e entrou no túmulo. Ele também viu os lençóis
7 ଯେଉଁ ଲୁଗାଟି ଯୀଶୁଙ୍କ ମୁଣ୍ଡ ରେ ଗୁଡା ହାଇେଥିଲା ତାହା ସେ ଦେଖିଲେ। ତାହା ପତଳା ବସ୍ତ୍ର ପାଖ ରେ ନଥାଇ ଅଲଗା ଜାଗା ରେ ଗୁଡଇେ ହାଇେ ପଡିଥିଲା। ପତଳା ଆଚ୍ଛାଦନ ବସ୍ତ୍ର ସହିତ ତାହା ପଡି ନଥିଲା।
7 e o lenço que tinha estado sobre a cabeça de Jesus, e que não estava com os lençóis, mas enrolado num lugar à parte.
8 ଏହାପରେ ଅନ୍ୟଶିଷ୍ଯ ଜଣକ ମଧ୍ଯ ଭିତରକୁ ଗଲେ, ସହେି ଶିଷ୍ଯ ଜଣକ କବର ପାଖ ରେ ଆଗ ପହନ୍ଚିଲେ। ସେ ସମସ୍ତ ଘଟଣା ଦେଖିଲେ ଓ ବିଶ୍ବାସ କଲେ।
8 Então o outro discípulo, que havia chegado primeiro ao túmulo, também entrou. Ele viu e creu.
9 ଧର୍ମଶାସ୍ତ୍ର ଅନୁସାରେ 'ଯୀଶୁ ମୃତ୍ଯୁରୁ ଅବଶ୍ଯ ପୁନର୍ଜୀବିତ ହବେେ', ଏହାର ଅର୍ଥ ସହେି ଶିଷ୍ଯମାନେ ଏପର୍ୟ୍ଯନ୍ତ ବୁଝି ପାରି ନଥିଲେ।
9 Pois ainda não tinham compreendido a Escritura, que era necessário que ele ressuscitasse dentre os mortos.
10 ତା'ପରେ ଶିଷ୍ଯମାନେ ଘରକୁ ଫରେିଗଲେ।
10 E os discípulos voltaram outra vez para casa.
11 କିନ୍ତୁ ମରିୟମ କବର ବାହା ରେ ଠିଆ ହାଇେ କାନ୍ଦୁଥିଲେ। ସେ କାନ୍ଦୁଥିବା ବେଳେ ନଇଁପଡି କବର ଭିତରକୁ ଚାହିଁଲେ।
11 Maria, no entanto, permanecia junto à entrada do túmulo, chorando. Enquanto chorava, abaixou-se e olhou para dentro do túmulo.
12 ସେ ଦୁଇ ଜଣ ସ୍ବର୍ଗଦୂତଙ୍କୁ ଧଳା ଲୁଗା ପିନ୍ଧି ଯୀଶୁଙ୍କ ଶରୀର ଯେଉଁଠା ରେ ଥିଲା, ତାହା ପାଖ ରେ ବସିବାର ଦେଖିଲେ। ଜଣେ ସ୍ବର୍ଗଦୂତ ଯୀଶୁଙ୍କ ମୁଣ୍ଡ ରହିଥିବା ଜାଗା ରେ ଓ ଅନ୍ୟ ଜଣେ ପାଦ ରହିଥିବା ଜାଗା ରେ ବସିଥିଲେ।
12 Ela viu dois anjos vestidos de branco, sentados onde o corpo de Jesus tinha sido colocado, um à cabeceira e outro aos pés.
13 ସମାନେେ ମରିୟମଙ୍କୁ ପଚାରିଲେ, ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ?
13 Então eles perguntaram: — Mulher, por que você está chorando? Ela respondeu: — Porque levaram o meu Senhor, e não sei onde o puseram.
14 ସେ ଏହା କହି ବୁଲି ପଡିଲେ। ସେ ଯୀଶୁଙ୍କୁ ସଠାେରେ ଠିଆ ହାଇେଥିବା ଦେଖିଲେ। କିନ୍ତୁ ମରିୟମ ତାହାଙ୍କୁ ଚିହ୍ନିଲେ ନାହିଁ।
14 Depois de dizer isso, ela se virou para trás e viu Jesus em pé, mas não reconheceu que era Jesus.
15 ଯୀଶୁ ତାହାଙ୍କୁ ପଚାରିଲେ, ହେ ନାରୀ, ତୁମ୍ଭେ କାହିଁକି କାନ୍ଦୁଛ? ତୁମ୍ଭେ କାହାକୁ ଖାଜେୁଛ?
15 Jesus lhe perguntou: Ela, supondo que ele fosse o jardineiro, respondeu: — Se o senhor o tirou daqui, diga-me onde o colocou, e eu o levarei.
16 ଯୀଶୁ ତାହାଙ୍କୁ କହିଲେ, ମରିୟମ,।
16 Jesus disse: Ela, voltando-se, lhe disse, em hebraico: — Raboni! (“Raboni” quer dizer “Mestre”.)
17 ଯୀଶୁ ତାହାଙ୍କୁ କହିଲେ, ମାେତେ ଧର ନାହିଁ। ମୁଁ ଏ ପର୍ୟ୍ଯନ୍ତ ପରମପିତାଙ୍କ ପାଖକୁ ଯାଇନାହିଁ। କିନ୍ତୁ ତୁମ୍ଭେ ଯାଇ ମାରେ ଭାଇମାନଙ୍କୁ କୁହ ଯେ, ମୁଁ ମାରେ ଓ ତୁମ୍ଭର ପରମପିତାଙ୍କ ପାଖକୁ ଫରେିଯାଉଛି। ମୁଁ ମାରେ ଓ ତୁମ୍ଭର ପରମେଶ୍ବରଙ୍କ ପାଖକୁ ଯାଉଅଛି।
17 Jesus continuou:
18 ମଗ୍ଦଲୀନୀ ମରିୟମ ଶିଷ୍ଯମାନଙ୍କ ପାଖକୁ ଗଲେ ଓ ସମାନଙ୍କେୁ କହିଲେ, ମୁଁ ପ୍ରଭୁଙ୍କୁ ଦେଖିଲି। ସେ ସମାନଙ୍କେୁ ଯୀଶୁ କରିଥିବା କଥା ଶୁଣାଇଲେ।
18 Então Maria Madalena foi e anunciou aos discípulos: — Eu vi o Senhor! E contava que Jesus lhe tinha dito essas coisas.
19 ସଦେିନ ରବିବାର ଥିଲା। ସନ୍ଧ୍ଯା ରେ ସବୁ ଶିଷ୍ଯମାନେ ଏକାଠି ହେଲେ। ଯିହୂଦୀ ନେତାମାନଙ୍କ ଭୟ ରେ ଶିଷ୍ଯମାନେ ଘରର ସବୁ କବାଟ ବନ୍ଦ କରିଦଇେଥିଲେ। ତା'ପରେ ଯୀଶୁ ଆସି ସମାନଙ୍କେ ମଧିଅରେ ଠିଆ ହାଇେ ସେ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
19 Ao cair da tarde daquele dia, o primeiro da semana, estando trancadas as portas da casa onde estavam os discípulos, com medo dos judeus, Jesus veio e se pôs no meio deles, dizendo:
20 ଯୀଶୁ ଏକଥା କହିବା ପରେ ଶିଷ୍ଯମାନଙ୍କୁ ତାହାଙ୍କ ହାତ ଗୋଡ ଦଖାଇେଲେ। ଶିଷ୍ଯମାନେ ପ୍ରଭୁଙ୍କୁ ଦେଖି ଅତ୍ଯନ୍ତ ଖୁସି ହେଲେ।
20 E, dizendo isso, lhes mostrou as mãos e o lado. Então os discípulos se alegraram ao ver o Senhor.
21 ଯୀଶୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ। ମାେତେ ପରମପିତା ଯେପରି ପଠାଇଥିଲେ, ମୁଁ ସହେିପରି ତୁମ୍ଭକୁ ବର୍ତ୍ତମାନ ପଠାଉଛି।
21 E Jesus lhes disse outra vez:
22 ଯୀଶୁ ଏହି କଥା କହିବା ପରେ ଶିଷ୍ଯମାନଙ୍କ ଉପରେ ପ୍ରଶ୍ବାସ ଛାଡି ସେ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।
22 E, havendo dito isso, soprou sobre eles e disse-lhes:
23 ଯଦି ତୁମ୍ଭେ ଲୋକମାନଙ୍କର ପାପ କ୍ଷମା କରିବ ତବେେ ସମାନଙ୍କେର ପାପ କ୍ଷମା କରା ହବେ। ଯଦି ତୁମ୍ଭେ ଲୋକମାନଙ୍କର ପାପ କ୍ଷମା କରିବ ନାହିଁ, ତବେେ ସମାନଙ୍କେର ପାପ କ୍ଷମା କରା ହବେ ନାହିଁ।
23 Se de alguns vocês perdoarem os pecados, são-lhes perdoados; mas, se os retiverem, são retidos.
24 ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା, ଯୀଶୁ ଆସିଲା ବେଳେ ଶିଷ୍ଯମାନଙ୍କ ସହିତ ନଥିଲା। ସେ ବାରଜଣ ଶିଷ୍ଯଙ୍କ ମଧ୍ଯରୁ ଜଣେ ଥିଲା।
24 Tomé, um dos doze, chamado Dídimo, não estava com eles quando Jesus veio.
25 ଅନ୍ୟ ଶିଷ୍ଯମାନେ ଥୋମାଙ୍କୁ କହିଲେ, ଆମ୍ଭେ ପ୍ରଭୁଙ୍କୁ ଦେଖିଲୁ। ଥୋମା କହିଲେ, ମୁଁ ତାହାଙ୍କ ହାତ ରେ କଣ୍ଟାଦାଗ ନ ଦେଖିଲା ପର୍ୟ୍ଯନ୍ତ ବିଶ୍ବାସ କରିବି ନାହିଁ। ମୁଁ ମାରେ ଆଙ୍ଗୁଠି ସହେି କଣ୍ଟାର ଦାଗ ରେ ନରଖିବା ଓ ତାହାଙ୍କ କକ୍ଷଦେଶ ରେ ମାରେ ହାତ ନଦବୋ ପର୍ୟ୍ଯନ୍ତ, ମୁଁ ବିଶ୍ବାସ କରିବି ନାହିଁ।
25 Então os outros discípulos disseram a Tomé: — Vimos o Senhor. Mas ele respondeu: — Se eu não vir o sinal dos pregos nas mãos dele, ali não puser o dedo e não puser a minha mão no lado dele, de modo nenhum acreditarei.
26 ଗୋଟିଏ ସପ୍ତାହ ପରେ ଶିଷ୍ଯମାନେ ପୁଣି ଘର ଭିତ ରେ ଥିଲେ। ଥୋମା ସମାନଙ୍କେ ସହିତ ଥିଲେ। କବାଟରେ ତାଲା ପଡିଥିଲା। କିନ୍ତୁ ଯୀଶୁ ଆସି ସମାନଙ୍କେ ମଧିଅରେ ଠିଆ ହେଲେ। ସେ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
26 Passados oito dias, os discípulos de Jesus estavam outra vez reunidos, e Tomé estava com eles. Estando as portas trancadas, Jesus veio, pôs-se no meio deles e disse:
27 ତା'ପରେ ଯୀଶୁ ଥୋମାଙ୍କୁ କହିଲେ, ଏଠା ରେ ତୁମ୍ଭର ଆଙ୍ଗୁଳି ରଖ। ମାେ ହାତକୁ ଦେଖ। ମାେ କକ୍ଷଦେଶ ରେ ତୁମ୍ଭ ହାତ ରଖ। ଅବିଶ୍ବାସ ନକରି ବିଶ୍ବାସ କର।
27 E logo disse a Tomé:
28 ଥୋମା ଯୀଶୁଙ୍କ କହିଲେ, ମାରେପ୍ରଭୁ, ମାରେ ପରମେଶ୍ବର।
28 Ao que Tomé lhe respondeu: — Senhor meu e Deus meu!
29 ଯୀଶୁ ଥୋମାଙ୍କୁ କହିଲେ, ତୁମ୍ଭେ ମାେତେ ଦେଖିବାରୁ ବିଶ୍ବାସ କରୁଛ। ମାତ୍ର ଯେଉଁ ଲୋକମାନେ ମାେତେ ନ ଦେଖି ବିଶ୍ବାସ କରନ୍ତି, ସମାନେେ ପ୍ରକୃତ ରେ ଆଶୀର୍ବାଦର ଯୋଗ୍ଯ।
29 Jesus lhe disse:
30 ଯୀଶୁ ଅନକଗେୁଡିଏ ଅନ୍ୟ ଆଶ୍ଚର୍ୟ୍ଯକାର୍ୟ୍ଯଗୁଡିକ କଲେ। ସଗେୁଡିକୁ ତାହାଙ୍କ ଶିଷ୍ଯମାନେ ଦେଖିଲେ। ସହେି ଆଶ୍ଚର୍ୟ୍ଯକାର୍ୟ୍ଯ ଗୁଡିକ ଏ ବହି ରେ ଲଖାଯାେଇନାହିଁ,
30 Na verdade, Jesus fez diante dos seus discípulos muitos outros sinais que não estão escritos neste livro.
31 କିନ୍ତୁ ଏହି ପୁସ୍ତକରେ ଏହି ସବୁ ଲଖାେ ହାଇେଛି ଯେପରି ତୁମ୍ଭେ ବିଶ୍ବାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ବରଙ୍କର ପୁତ୍ର ଅଟନ୍ତି ଓ ବିଶ୍ବାସ କରି, ତୁମ୍ଭମାନେେ ତାହାଙ୍କ ନାମ ଦ୍ବାରା ଜୀବନ ପ୍ରାପ୍ତ ହବେ, ଏଥିନିମନ୍ତେ ଏ ସମସ୍ତ ଲଖାଯାେଇଛି।
31 Estes, porém, foram registrados para que vocês creiam que Jesus é o Cristo, o Filho de Deus, e para que, crendo, tenham vida em seu nome.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar João 20, comparar traduções ou montar um estudo — tudo direto pelo WhatsApp.