João 4
Oriya Bible (GL_ORIYA) vs NTLH
1 ହନଙ୍କ ଅପେକ୍ଷା ଯୀଶୁ ଅଧିକ ଶିଷ୍ଯ କରୁଥିବାରୁ ଓ ବାପ୍ତିଜିତ ଦେଉଥିବାର ଖବର ଫାରୂଶୀମାନେ ଶୁଣିଲେ।
1 Os fariseus ouviram dizer que Jesus estava ganhando mais discípulos e batizava mais pessoas do que João.
2 କିନ୍ତୁ ଯୀଶୁ ପ୍ରକୃତ ରେ ଲୋକମାନଙ୍କୁ ବାପ୍ତିସ୍ମ ଦେଉ ନଥିଲେ। ତାହାଙ୍କ ଶିଷ୍ଯମାନେ ତାହାଙ୍କ ପାଇଁ ଲୋକଙ୍କୁ ବାପ୍ତିସ୍ମ ଦେଉଥିଲେ। ଯୀଶୁ ଜାଣିଥିଲେ ଯେ ଫାରୂଶୀମାନେ ତାହାଙ୍କ ସମ୍ବନ୍ଧ ରେ ଶୁଣିଛନ୍ତି।
2 (De fato, não era Jesus quem batizava, e sim os seus discípulos.)
3 ତେଣୁ ସେ ସେତବେେଳେ ୟିହୂଦା ପ୍ରଦେଶ ଛାଡି ପୁଣି ଥରେ ଗାଲୀଲୀକୁ ଚାଲିଗଲେ।
3 Quando Jesus ficou sabendo disso, saiu da Judeia e voltou para a Galileia.
4 ଯୀଶୁ ଗାଲୀଲୀ ଗଲା ବେଳେ ତାହାଙ୍କୁ ଶମିରୋଣ ଅଞ୍ଚଳ ବାଟ ଦଇେ ୟିବାକୁ ହେଲା।
4 No caminho, ele tinha de passar pela região da Samaria.
5 ଯୀଶୁ ଶମିରୋଣର ସୁଖାର ରେ ଆସି ପହନ୍ଚିଲେ। ଏହି ନଗରଟି ଯାକୁବ ତାହାଙ୍କ ପୁତ୍ର ୟୋ ସଫଙ୍କେୁ ଦଇେଥିବା ଜମି ପାଖ ରେ ଥିଲା।
5 Ele chegou a uma cidade da Samaria, chamada Sicar, que ficava perto das terras que Jacó tinha dado ao seu filho José.
6 ଯାକୁବଙ୍କ କୂଅ ସଠାେରେ ଥିଲା। ଯୀଶୁ ଚାଲି ଚାଲି କ୍ଲାନ୍ତ ହାଇେ ପଡିଥିଲେ। ତେଣୁ ସେ କୂଅ ପାଖ ରେ ବସି ପଡିଲେ। ଏହା ମଧ୍ଯାହ୍ନ ସମୟ ଥିଲା।
6 Ali ficava o poço de Jacó. Era mais ou menos meio-dia quando Jesus, cansado da viagem, sentou-se perto do poço.
7 ସତେିକି ବେଳେ ଜଣେ ଶମିରୋଣୀଯା ସ୍ତ୍ରୀ ସହେି କୂଅରୁ ପାଣି ନବୋ ପାଇଁ ଆସିଲା। ଯୀଶୁ ତାକୁ କହିଲେ, ମାେତେ ଦୟାକରି ମୁନ୍ଦେ ପାଣି ପିଇବାକୁ ଦିଅ।
7 Uma mulher samaritana veio tirar água, e Jesus lhe disse:
8 ସେ ସମୟରେ ତାହାଙ୍କ ଶିଷ୍ଯମାନେ କିଛି ଖାଦ୍ୟ କିଣିବା ପାଇଁ ନଗରକୁ ଯାଇଥିଲେ।
8 (Os discípulos de Jesus tinham ido até a cidade comprar comida.)
9 ସହେି ଶମିରୋଣୀଯା ସ୍ତ୍ରୀ ଜଣକ ତାହାଙ୍କୁ କହିଲା, ମୁଁ ଆଶ୍ଚର୍ୟ୍ଯ ହେଉଛି ଯେ ଆପଣ ମାେତେ ପାଣି ପିଇବାକୁ ମାଗୁଛନ୍ତି। ଆପଣ ଜଣେ ଯିହୂଦୀ ଓ ମୁଁ ଜଣେ ଶମିରୋଣୀଯା ସ୍ତ୍ରୀ। ଯିହୂଦୀମାନେ ଶମିରୋଣୀୟଙ୍କ ସହିତ ବନ୍ଧୁତା କରନ୍ତି ନାହିଁ।
9 A mulher respondeu: — O senhor é judeu, e eu sou samaritana. Então como é que o senhor me pede água? (Ela disse isso porque os judeus não se dão com os samaritanos.)
10 ଯୀଶୁ ଉତ୍ତର ଦେଲେ, ତୁମ୍ଭେ ପରମେଶ୍ବର ଦେଉଥିବା ଜିନିଷ ବିଷୟ ରେ ଜାଣି ନାହିଁ। ତୁମ୍ଭକୁ ଜଳ ମାଗୁଥିବା ବ୍ଯକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ଯ ତୁମ୍ଭେ ଜାଣି ନାହିଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥାନ୍ତ ତବେେ ତୁମ୍ଭେ ମାେତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।
10 Então Jesus disse:
11 ସହେି ସ୍ତ୍ରୀ ଲୋକଟି କହିଲା, ମହାଶୟ, ଆପଣ କେଉଁଠାରୁ ସହେି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢିବା ପାଇଁ ଆପଣଙ୍କ ପାଖ ରେ କିଛି ନାହିଁ।
11 Ela respondeu: — O senhor não tem balde para tirar água, e o poço é fundo. Como é que vai conseguir essa água da vida?
12 ଆପଣ କ'ଣ ଆମ ପୂର୍ବପୁରୁଷ ଯାକୁବଙ୍କ ଠାରୁ ଶ୍ ରେଷ୍ଠ? ଯାକୁବ ହିଁ ଆମ୍ଭକୁ ଏହି କୂଅ ଦଇେଥିଲେ। ସେ ନିଜେ ଏହି କୂଅରୁ ଜଳ ପିଉଥିଲେ। ତାହାଙ୍କର ପୁତ୍ରମାନେ ଓ ସବୁ ପଶୁମାନେ ମଧ୍ଯ ଏହି କୂଅରୁ ଜଳ ପିଉଥିଲେ।
12 Nosso antepassado Jacó nos deu este poço. Ele, os seus filhos e os seus animais beberam água daqui. Será que o senhor é mais importante do que Jacó?
13 ଯୀଶୁ ଉତ୍ତର ଦେଲେ, ପ୍ରେତ୍ୟକକ ଲୋକ ଏହି ଜଳ ପାନ କରିବା ପରେ ପୁଣି ତୃଷାର୍ତ୍ତ ହବେ।
13 Então Jesus disse:
14 କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦବେି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହବେ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦବେି, ତାହା ଅନନ୍ତ ଜୀବନ ଜଳର ଝର ସ୍ବରୁପେ ସର୍ବଦା ପ୍ରବାହିତ ହବେ।
14 mas a pessoa que beber da água que eu lhe der nunca mais terá sede. Porque a água que eu lhe der se tornará nela uma fonte de água que dará vida eterna.
15 ସେ ସ୍ତ୍ରୀଲୋକଟି ଯୀଶୁଙ୍କୁ କହିଲା, ମହାଶୟ, ମାେତେ ସହେି ଜଳ ଦିଅନ୍ତୁ। ମୁଁ ଆଉ ଯେପରି ଆଉ କବେେ ତୃଷାର୍ତ୍ତ ହବେି ନାହିଁ। ମାେତେ ଏଠାକୁ ଆଉ କବେେ ଜଳ ନବୋ ପାଇଁ ଆସିବାକୁ ପଡିବ ନାହିଁ।
15 Então a mulher pediu: — Por favor, me dê dessa água! Assim eu nunca mais terei sede e não precisarei mais vir aqui buscar água.
16 ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ବାମୀଙ୍କୁ ଡାକି ଏଠାକୁ ଆସ।
16 — Vá chamar o seu marido e volte aqui! — ordenou Jesus.
17 ସ୍ତ୍ରୀ ଲୋକଟି କହିଲା, କିନ୍ତୁ ମାରେ ସ୍ବାମୀ ନାହିଁ।
17 — Eu não tenho marido! — respondeu a mulher. Então Jesus disse:
18 ପ୍ରକୃତ ରେ ତୁମ୍ଭର ପାଞ୍ଚଜଣ ସ୍ବାମୀ ଥିଲେ। ତୁମ୍ଭେ ବର୍ତ୍ତମାନ ଯେଉଁ ଲୋକ ସହିତ ରହିଛ, ସେ ତୁମ୍ଭର ସ୍ବାମୀ ନୁହେଁ। ତୁମ୍ଭେ ମାେତେ ସତ୍ଯ କହିଲ।
18 pois já teve cinco, e este que você tem agora não é, de fato, seu marido. Sim, você falou a verdade.
19 ସ୍ତ୍ରୀ ଲୋକଟି କହିଲା, ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ଯଦ୍ବକ୍ତା।
19 A mulher respondeu: — Agora eu sei que o senhor é um
20 ଆମ୍ଭର ପିତୃପୁରୁଷମାନେ ଏହି ପର୍ବତ ରେ ଉପାସନା କରୁଥିଲେ। କିନ୍ତୁ ଯିହୂଦୀମାନେ କୁହନ୍ତି ଯେ ୟିରୁଶାଲମ ହେଉଛି ଉପାସନା କରିବା ନିମନ୍ତି ଯଥାର୍ଥ ସ୍ଥାନ।
20 Os nossos antepassados adoravam a Deus neste monte , mas vocês, judeus, dizem que Jerusalém é o lugar onde devemos adorá-lo.
21 ଯୀଶୁ ତାହାକୁ କହିଲେ, ହେ ନାରୀ, ମାେତେ ବିଶ୍ବାସ କର। ଏପରି ସମୟ ଆସୁଛି ଯେତବେେଳେ ତୁମ୍ଭମାନେେ ପରମପିତାଙ୍କର ଉପାସନା ଏ ପର୍ବତ ରେ କି ୟିରୁଶାଲମ ରେ କରିବ ନାହିଁ।
21 Jesus disse:
22 ତୁମ୍ଭେ ଶମିରୋଣୀୟମାନେ କିଛି ନଜାଣି ନବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯୀହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆ ସେ।
22 Vocês, samaritanos, não sabem o que adoram, mas nós sabemos o que adoramos porque a salvação vem dos judeus.
23 ଏପରି ସମୟ ଆସୁଛି, ଯେତବେେଳେ ପ୍ରକୃତ ଉପାସକ ମାନେ ପରମପିତାଙ୍କୁ ଆତ୍ମା ଓ ସତ୍ଯ ରେ ଉପାସନା କରିବେ। ସହେି ସମୟ ବର୍ତ୍ତମାନ ଉପସ୍ଥିତ। ସହେିଭଳି ଲୋକମାନଙ୍କୁ ପରମପିତା ନିଜର ଉପାସକ ରୂପେ ଗ୍ରହଣ କରିବାକୁ ଚାହାଁନ୍ତି।
23 Mas virá o tempo, e, de fato, já chegou, em que os verdadeiros adoradores vão adorar o Pai em espírito e em verdade. Pois são esses que o Pai quer que o adorem.
24 ପରମେଶ୍ବର ହିଁ ଆତ୍ମା। ତେଣୁ ପରମେଶ୍ବହଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ଯ ସହିତ ତାହାଙ୍କର ଉପାସନା କରିବା ଉଚିତ।
24 Deus é Espírito, e por isso os que o adoram devem adorá-lo em espírito e em verdade.
25 ସହେି ସ୍ତ୍ରୀ ଲୋକଟା କହିଲା, ମୁଁ ଜାଣେ ଯେ ମଶୀହ ଆସୁଛନ୍ତି। ଯେତବେେଳେ ମଶୀହ ଆସିବେ, ସେତବେେଳେ ସେ ଆମ୍ଭମାନଙ୍କୁ ସବୁ କଥା ବୁଝାଇ ଦବେେ।
25 A mulher respondeu: — Eu sei que o
26 ଯୀଶୁ ତାହାକୁ କହିଲେ, ଯେଉଁ ଲୋକ ବର୍ତ୍ତମାନ ତୁମ୍ଭ ସହିତ କଥାବାର୍ତ୍ତା କରୁଛି। ସେ ନିଜେ ମଶୀହ ଅଟେ।
26 Então Jesus afirmou:
27 ସହେି ସମୟରେ ଯୀଶୁଙ୍କର ଶିଷ୍ଯମାନେ ନଗରରୁ ଫରେିଲେ। ସମାନେେ ଯୀଶୁଙ୍କୁ ଗୋଟିଏ ସ୍ତ୍ରୀଲୋକ ସହିତ କଥା ହବୋ ଦେଖି ଆଶ୍ଚର୍ୟ୍ଯ ହାଇଗେଲେ। କିନ୍ତୁ କହେି ତାହାଙ୍କୁ ଏପରି କିଛି ପ୍ରଶ୍ନ ପଚାରିଲେ ନାହିଁ, ତୁମ୍ଭେ କ'ଣ ଚାହଁ? କିମ୍ବା ତୁମ୍ଭେ କାହିଁକି ତା ସହିତ କଥାବାର୍ତ୍ତା ହେଉଛ?
27 Naquele momento chegaram os seus discípulos e ficaram admirados, pois ele estava conversando com uma mulher. Mas nenhum deles perguntou à mulher o que ela queria. E também não perguntaram a Jesus por que motivo ele estava falando com ela.
28 ତା'ପରେ ସେ ସ୍ତ୍ରୀଲୋକ ତା କଳସୀ ପାଣି ଛାଡି ନଗରକୁ ଚାଲିଗଲା। ସଠାେରେ ପହଞ୍ଚି ସେ ଲୋକମାନଙ୍କୁ କହିଲା,
28 Em seguida, a mulher deixou ali o seu pote, voltou até a cidade e disse a todas as pessoas:
29 ମୁଁ ଯାହା କିଛିକରିଛି, ପ୍ରେତ୍ୟକକ କଥା ମାେତେ ଜଣେ ଲୋକ କହି ଦେଲେ। ତୁମ୍ଭେ ସହେି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହାଇେ ପାରନ୍ତି।
29 — Venham ver o homem que disse tudo o que eu tenho feito. Será que ele é o Messias?
30 ତେଣୁ ଲୋକମାନେ ନଗର ଛାଡି ଯୀଶୁଙ୍କୁ ଦେଖିବାକୁ ଗଲେ।
30 Muitas pessoas saíram da cidade e foram para o lugar onde Jesus estava.
31 ସ୍ତ୍ରୀଲୋକଟି ନଗର ରେ ଥିବା ସମୟରେ, ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ଅନୁ ରୋଧ କଲେ, ଗୁରୁ କିଛି ଭୋଜନ କରନ୍ତୁ।
31 Enquanto isso, os discípulos pediam a Jesus: — Mestre, coma alguma coisa!
32 କିନ୍ତୁ ଯୀଶୁ ଉତ୍ତର ଦେଲେ, ମାେ ପାଖ ରେ ଏପରି ଖାଦ୍ୟ ଅଛି, ଯାହା ବିଷୟ ରେ ତୁମ୍ଭମାନେେ ଜାଣ ନାହିଁ।
32 Jesus respondeu:
33 ତେଣୁ ଶିଷ୍ଯମାନେ ନିଜ ନିଜ ମଧିଅରେ କଥାବାର୍ତ୍ତା ହେଲେ, ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?
33 Então os discípulos começaram a perguntar uns aos outros: — Será que alguém já trouxe comida para ele?
34 ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।
34 — A minha comida — disse Jesus — é fazer a vontade daquele que me enviou e terminar o trabalho que ele me deu para fazer.
35 ତୁମ୍ଭମାନେେ ଯେତବେେଳେ କିଛି ରୋପଣ କର ସେତବେେଳେ ତୁମ୍ଭେ ସର୍ବଦା କୁହ, 'ଶସ୍ଯ କଟା ହବୋ ପାଇଁ ଆହୁରି ଚାରି ମାସ ବାକି ଅଛି।' କିନ୍ତୁ ମୁଁ ତୁମ୍ଭକୁ କହୁଛି, ତୁମ୍ଭମାନଙ୍କର ଆଖି ଖୋଲ। ଲୋକମାନଙ୍କୁ ଦେଖ। ସମାନେେ ଅମଳ ପାଇଁ ପ୍ରସ୍ତୁତ କ୍ଷେତ୍ରତୁଲ୍ଯ ଅଟନ୍ତି।
35 Vocês costumam dizer: “Daqui a quatro meses teremos a colheita.” Mas olhem e vejam bem os campos: o que foi plantado já está maduro e pronto para a colheita.
36 ବର୍ତ୍ତମାନ ମଧ୍ଯ ଯେଉଁ ଲୋକ ଶସ୍ଯ କାଟେ ତାକୁ ମଜୁରି ଦିଆ ଯାଉଛି। ସେ ଅନନ୍ତ ଜୀବନ ପାଇଁ ଶସ୍ଯ ସଂଗ୍ରହ କରୁଛି। ତେଣୁ ବୁଣାଳି ଓ କଟାଳି ଉଭୟ ମିଳି ଆନନ୍ଦିତ କରିବେ।
36 Quem colhe recebe o seu salário, e o resultado do seu trabalho é a vida eterna para as pessoas. E assim tanto o que semeia como o que colhe se alegrarão juntos.
37 କଥା ରେ ଅଛି, 'ଜଣେ ଲୋକ ବୁଣେ ଏବଂ ଅନ୍ୟ ଜଣେ ଫସଲ କାଟେ', ଏହି ଉକ୍ତିଟି ସତ୍ଯ।
37 Porque é verdade o que dizem: “Um semeia, e outro colhe.”
38 ତୁମ୍ଭେ ଯାହା ବୁଣି ନଥିଲ ତାହା କାଟିବା ପାଇଁ ମୁଁ ତୁମ୍ଭକୁ ପଠାଇଥିଲି ା ଅନ୍ୟ ଲୋକମାନେ କାମ କଲେ, ଆଉ ତୁମ୍ଭମାନେେ ସମାନଙ୍କେ କାମରୁ ଲାଭ ପାଇଲ।
38 Eu mandei vocês colherem onde não trabalharam; outros trabalharam ali, e vocês aproveitaram o trabalho deles.
39 ସେ ସହରର ଶମିରୋଣୀୟମାନଙ୍କ ଭିତରୁ ଅନକେ ଯୀଶୁଙ୍କୁ ବିଶ୍ବାସ କଲେ। ସେ ସ୍ତ୍ରୀଲୋକ ଯୀଶୁଙ୍କ ବିଷୟ ରେ ଯାହା କହିଥିଲା ସେଥିପାଇଁ ସମାନେେ ବିଶ୍ବାସ କଲେ। ସେ ସମାନଙ୍କେୁ କହିଲା, ଯୀଶୁ ମାେତେ ମୁଁ କରିଥିବା ପ୍ରେତ୍ୟକକ ଘଟଣାମାନ କହିଲେ।
39 Muitos samaritanos daquela cidade creram em Jesus porque a mulher tinha dito: “Ele me disse tudo o que eu tenho feito.”
40 ଶମିରୋଣୀୟମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ତାହାଙ୍କୁ ସମାନଙ୍କେ ସହିତ କିଛି ଦିନ ରହିବା ପାଇଁ ଅନୁ ରୋଧ କଲେ। ତେଣୁ ଯୀଶୁ ସଠାେରେ ଦୁଇ ଦିନ ରହିଲେ।
40 Quando os samaritanos chegaram ao lugar onde Jesus estava, pediram a ele que ficasse com eles, e Jesus ficou ali dois dias.
41 ଯୀଶୁଙ୍କଠାରୁ ବାଣୀ ଶୁଣି ବହୁତ ଲୋକ ତାହାଙ୍କଠା ରେ ବିଶ୍ବାସ କଲେ।
41 E muitos outros creram por causa da mensagem dele.
42 ଲୋକମାନେ ସେ ସ୍ତ୍ରୀକୁ କହିଲେ, ପ୍ରଥମେ ଆମ୍ଭେ ତୁମ୍ଭ କଥା ଶୁଣି ଯୀଶୁଙ୍କୁ ବିଶ୍ବାସ କରିଥିଲୁ କିନ୍ତୁ ବର୍ତ୍ତମାନ ଆମ୍ଭେ ନିଜେ ତାହାଙ୍କ କଥା ଶୁଣି ବିଶ୍ବାସ କରୁଛୁ। ଆମ୍ଭେ ବର୍ତ୍ତମାନ ଜାଣୁଛୁ ଯେ ସେ ହେଉଛନ୍ତି ପ୍ରକୃତ ରେ ଜଗତର ତ୍ରାଣକର୍ତ୍ତା।
42 Eles diziam à mulher: — Agora não é mais por causa do que você disse que nós cremos, mas porque nós mesmos o ouvimos falar. E sabemos que ele é, de fato, o Salvador do mundo.
43 ସଠାେରେ ଦୁଇଦିନ ରହିବା ପରେ ଯୀଶୁ ଗାଲୀଲୀକୁ ଯାତ୍ରା କଲେ।
43 Depois de ficar dois dias ali, Jesus foi para a região da Galileia.
44 ଯୀଶୁ ପୂର୍ବରୁ କହିଥିଲେ ଯେ ଜଣେ ଭାବବାଦୀ ନିଜ ଦେଶ ରେ ସମ୍ମାନ ପାଏନାହିଁ।
44 Pois, como ele mesmo disse: “Um profeta não é respeitado na sua própria terra.”
45 ପୁଣି ଯୀଶୁ ଯେତବେେଳେ ଗାଲୀଲୀ ରେ ପହନ୍ଚିଲେ, ସଠାେରେ ଲୋକେ ତାହାଙ୍କୁ ସ୍ବାଗତ କଲେ। ପୂର୍ବରୁ ୟିରୂଶାଲମ ରେ ନିସ୍ତାରପର୍ବ ବେଳେ ସମାନେେ ତାହାଙ୍କର କାର୍ୟ୍ଯ ସବୁ ଦେଖିଥିଲେ। ସହେି ଲୋକମାନେ ପର୍ବ ସମୟରେ ମଧ୍ଯ ଉପସ୍ଥିତ ଥିଲେ।
45 Quando chegou à Galileia, os moradores dali o receberam bem. É que eles tinham ido à Festa da Páscoa , em Jerusalém, e tinham visto tudo o que Jesus havia feito lá.
46 ଯୀଶୁ ଗାଲୀଲର କାନା ନଗରକୁ ପୁଣି ଥରେ ଗଲେ। କାନ୍ନା ରେ ସେ ଜଳକୁ ଦ୍ରାକ୍ଷାରସ ରେ ପରିଣତ କରିଥିଲେ। ରାଜାଙ୍କର ଜଣେ ମୁଖ୍ଯକର୍ମଚାରୀ କଫର୍ନାହୂମ ନଗର ରେ ବାସ କରୁଥିଲେ। ଏହି ବ୍ଯକ୍ତିଙ୍କର ପୁତ୍ର ଅସୁସ୍ଥ ଥିଲା।
46 Jesus voltou a Caná da Galileia, onde havia transformado água em vinho. Estava ali um alto funcionário público que morava em Cafarnaum. Ele tinha em casa um filho doente.
47 ସହେି ବ୍ଯକ୍ତି ଶୁଣିଲେ ଯେ ଯୀଶୁ ୟିହୂଦା ପ୍ରଦେଶରୁ ଆସିଛନ୍ତି ଓ ବର୍ତ୍ତମାନ ଗାଲୀରୀ ରେ ଅଛନ୍ତି, ତେଣୁ ସେ ବ୍ଯକ୍ତି କାନା ରେ ଯୀଶୁଙ୍କୁ ଦଖାେ କଲେ। କଫର୍ନାହୂମକୁ ଆସି ତାହାଙ୍କର ପୁତ୍ରକୁ ସୁସ୍ଥ କରିବା ପାଇଁ ସେ ଯୀଶୁଙ୍କୁ ନିବଦନେ କଲେ। ତାହାଙ୍କର ପୁତ୍ର ମୃତ ପ୍ରାୟ ହଇେଥିଲେ।
47 Quando ouviu dizer que Jesus tinha vindo da Judeia para a Galileia, foi pedir a ele que fosse a Cafarnaum e curasse o seu filho, que estava morrendo.
48 ଯୀଶୁ ତାହାଙ୍କୁ କହିଲେ, ତୁମ୍ଭମାନେେ ଅଲୌକିକ ଓ ଅଶ୍ଚର୍ୟ୍ଯଜନକ କାର୍ୟ୍ଯମାନ ନ ଦେଖିଲେ ତୁମ୍ଭମାନେେ ମାେତେ ବିଶ୍ବାସ କରିବ ନାହିଁ।
48 Jesus disse ao funcionário:
49 ରାଜକର୍ମଚାରୀଜଣକ କହିଲେ, ମହାଶୟ, ମାେ ପୁତ୍ର ମରିବା ପୂର୍ବରୁ ଆପଣ ମାେ ଘରକୁ ଆସନ୍ତୁ।
49 Ele respondeu: — Senhor, venha depressa, antes que o meu filho morra!
50 ଯୀଶୁ ଉତ୍ତର ଦେଲେ, ଯାଅ, ତୁମ୍ଭର ପୁଅ ବଞ୍ଚିବ।
50 — Volte para casa! O seu filho vai viver! — disse Jesus. Ele creu nas palavras de Jesus e foi embora.
51 ଘରକୁ ୟିବା ବାଟରେ ତାହାଙ୍କର କେତଜେଣ ଚାକର ଆସି ତାହାଙ୍କୁ ଭଟେିଲେ। ସମାନେେ ତାହାଙ୍କୁ କହିଲେ, ତୁମ୍ଭର ପୁଅ ସୁସ୍ଥ ହେଲାଣି।
51 No caminho encontrou-se com os seus empregados, que disseram: — O seu filho está vivo!
52 ପିଲାର ଅବସ୍ଥା କେଉଁ ସମୟଠାରୁ ଭଲ ଆଡକୁ ଗତି କଲା? ସେ ପଚାରିଲେ।
52 Então ele perguntou a que horas o filho havia começado a melhorar. Os empregados responderam: — Ontem, à uma da tarde, a febre passou.
53 ତୁମ୍ଭର ପୁଅ ବଞ୍ଚିବ, ବୋଲି ଯୀଶୁ ଠିକ୍ ସହେି ସମୟରେ କହିଥିଲେ, ଏହା ପିଲାର ବାପା ଜାଣିଲେ। ତେଣୁ ସହେି ରାଜକର୍ମଚାରୀ ଓ ତାହାଙ୍କର ସମସ୍ତ ପରିବାରବର୍ଗ ଯୀଶୁଙ୍କଠା ରେ ବିଶ୍ବାସ କଲେ।
53 Aí o pai lembrou que havia sido naquela mesma hora que Jesus tinha dito: “O seu filho vai viver.” Então ele e toda a família creram em Jesus.
54 ୟିହୂଦା ପ୍ରଦେଶରୁ ଗାଲିଲୀକୁ ଆସିବା ପରେ ଯୀଶୁଙ୍କର ଏହା ଦ୍ବିତୀୟ ଆଶ୍ଚର୍ୟ୍ଯକାର୍ୟ୍ଯ ଥିଲା।
54 Esse foi o segundo milagre que Jesus fez depois de ter ido da Judeia para a Galileia.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar João 4, comparar traduções ou montar um estudo — tudo direto pelo WhatsApp.