João 6

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ଏହା ପରେ ଯୀଶୁ ଗାଲିଲୀ ହ୍ରଦ (ଅର୍ଥାତ୍ ତିବିରିଆ ହ୍ରଦ) ପାର ହାଇେ ଆରପାରିକି ଗଲେ।
1 Depois disso, Jesus atravessou o lago da Galileia, que também é chamado de Tiberíades.
2 ତାହାଙ୍କ ପେଛ ପେଛ ବହୁତ ଲୋକ ଗଲେ। ସମାନେେ ତାହାଙ୍କୁ ଅନୁସରଣ କଲେ, କାରଣ ଯୀଶୁ କି ପ୍ରକା ରେ ରୋଗୀମାନଙ୍କୁ ସୁସ୍ଥ କରି ଆପଣା ଶକ୍ତି ପ୍ରକାଶ କଲେ ତାହା ସମାନେେ ଦେଖିଥିଲେ।
2 Uma grande multidão o seguia porque eles tinham visto os milagres que Jesus tinha feito, curando os doentes.
3 ଯୀଶୁ ପାହାଡ ଉପରକୁ ଚଢିଗଲେ। ସଠାେରେ ତାହାଙ୍କର ଶିଷ୍ଯମାନଙ୍କ ଗହଣ ରେ ବସିଲେ।
3 Ele subiu um monte e sentou-se ali com os seus discípulos.
4 ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହାଇଯୋଇଥିଲା।
4 A Páscoa , a festa principal dos judeus, estava perto.
5 ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ଯା ରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ୟଥେଷ୍ଟ ଖାଦ୍ୟ କିଣି ପାରିବା?
5 Jesus olhou em volta de si e viu que uma grande multidão estava chegando perto dele. Então disse a Filipe:
6 ସେ ଏକଥା ଫିଲିପ୍ପଙ୍କୁ ପରୀକ୍ଷା କରିବା ପାଇଁ ପଚାରିଲେ, କାରଣ ସେ ତାହାଙ୍କ ନିଜ ଯୋଜନା ବିଷୟ ରେ ଜାଣିଥିଲେ।
6 Ele sabia muito bem o que ia fazer, mas disse isso para ver qual seria a resposta de Filipe.
7 ଫିଲିପ୍ପ ଉତ୍ତର ଦେଲେ, ଏଠା ରେ ଥିବା ପ୍ରେତ୍ୟକକଙ୍କୁ ଖଣ୍ଡେ ଖଣ୍ଡେ ରୋଟୀ କିଣି ଦବୋ ପାଇଁ ଆମ୍ଭ ସମସ୍ତଙ୍କୁ ମା ସେ ପର୍ୟ୍ଯନ୍ତ କାମ କରି ଉପାର୍ଜନ କରିବାକୁ ପଡିବ।
7 Filipe respondeu assim: — Para cada pessoa poder receber um pouco de pão, nós precisaríamos gastar mais de duzentas moedas de prata .
8 ସଠାେରେ ଆଉଜଣେ ଶିଷ୍ଯ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମାନେ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ,
8 Então um dos discípulos, André, irmão de Simão Pedro, disse:
9 ଏଠା ରେ ଜଣେ ବାଳକ ଅଛି। ତା'ପାଖ ରେ ପାନ୍ଚୋଟି ରୋଟୀ ଓ ଦୁଇଟି େଛାଟ ମାଛ ଅଛି। କିନ୍ତୁ ଏତେ ଲୋକଙ୍କ ପାଇଁ ତାହା ୟଥେଷ୍ଟ ହବେ ନାହିଁ।
9 — Está aqui um menino que tem cinco pães de cevada e dois peixinhos. Mas o que é isso para tanta gente?
10 ଯୀଶୁ କହିଲେ, ସମସ୍ତଙ୍କୁ ବସିବାକୁ କୁହ। ସଠାେରେ ପ୍ରଚୁର ଘାସ ଥିଲା। ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଥିଲେ।
10 Jesus disse: Então todos se sentaram. (Havia muita grama naquele lugar.) Estavam ali quase cinco mil homens.
11 ଯୀଶୁ ରୋଟୀ ନଇେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ ଓ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଲେ। ସେ ମାଛକୁ ମଧ୍ଯ ସହେିପରି ବାଣ୍ଟିଲେ। ସେ ଲୋକମାନଙ୍କୁ ମନଇଚ୍ଛା ଖାଇବାକୁ ଦେଲେ।
11 Em seguida Jesus pegou os pães, deu graças a Deus e os repartiu com todos; e fez o mesmo com os peixes. E todos comeram à vontade.
12 ସବୁ ଲୋକମାନେ ୟଥେଷ୍ଟ ପରିମାଣ ରେ ଖାଇଲେ। ସମାନେେ ଖାଇ ସାରିବା ପରେ ଯୀଶୁ ଶିଷ୍ଯମାନଙ୍କୁ କହିଲେ, ବଳକା ମାଛ ଓ ରୋଟୀ ଏକାଠି କର, କିଛି ନଷ୍ଟ କର ନାହିଁ।
12 Quando já estavam satisfeitos, ele disse aos discípulos:
13 ତେଣୁ ଶିଷ୍ଯମାନେ ବଳକା ଥିବା ଖାଦ୍ୟ ଏକାଠି କଲେ। ଲୋକମାନେ କବଳେ ମାତ୍ର ପାନ୍ଚୋଟି ରୋଟୀରୁ ଖାଇବା ଆରମ୍ଭ କରିଥିଲେ କିନ୍ତୁ ଏବେ ଶିଷ୍ଯମାନେ ବଳକା ଖାଦ୍ୟକୁ ବାରଟି ଟୋକାଇ ରେ ଭର୍ତ୍ତି କଲେ।
13 Eles ajuntaram os pedaços e encheram doze cestos com o que sobrou dos cinco pães.
14 ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖି କହିଲେ, ସେ ନିଶ୍ଚୟ ଜଣେ ଭବିଷ୍ଯଦ୍ବକ୍ତା, ୟିଏ କି ଏହି ଜଗତକୁ ଆସିଛନ୍ତ।
14 Os que viram esse milagre de Jesus disseram: — De fato, este é o
15 ଯୀଶୁ ଜାଣିଥିଲେ ଯେ ଲୋକମାନେ ତାହାଙ୍କୁ ରାଜା କରିବା ପାଇଁ ଚାହୁଁଥିଲେ। ଯେତବେେଳେ ତାହାଙ୍କୁ ଧରି ନଇେ ରାଜା କରିବାର ଯୋଜନା ଲୋକେ କଲେ, ସେତବେେଳେ ସେ ସହେି ସ୍ଥାନ ଛାଡି ଏକୁଟିଆ ପାହାଡ ଉପରକୁ ଚାଲିଗଲେ।
15 Jesus ficou sabendo que queriam levá-lo à força para o fazerem rei; então voltou sozinho para o monte.
16 ତାହାଙ୍କ ଶିଷ୍ଯମାନେ ସହେି ସନ୍ଧ୍ଯା ରେ ଗାଲିଲୀ ହ୍ରଦକୁ ଗଲେ।
16 De tardinha, os discípulos de Jesus desceram até o lago.
17 ଅନ୍ଧାର ହାଇଯୋଇଥିଲା, ତଥାପି ଯୀଶୁ ସମାନଙ୍କେ ପାଖକୁ ଫରେିଲେ ନାହିଁ। ତେଣୁ ସମାନେେ ଡଙ୍ଗା ରେ ବସି ହ୍ରଦର ଆରପାରି ରେ ଥିବା କଫର୍ନାହୂମ ଆଡେ ଗଲେ।
17 Subiram num barco e começaram a atravessar o lago na direção da cidade de Cafarnaum. Quando já estava escuro, Jesus ainda não tinha vindo se encontrar com eles.
18 ଖୁବ୍ ଜାରେ ରେ ପବନ ବହୁଥିଲା। ହ୍ରଦ ରେ ବଡ ବଡ ଢେଉ ଉଠିଲା।
18 De repente, um vento forte começou a soprar e a levantar as ondas.
19 ସମାନେେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କି ଲୋମିଟର ପର୍ୟ୍ଯନ୍ତ ଗଲେ। ତା'ପରେ ସମାନେେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଚାଲୁଥିଲେ। ସେ ଡଙ୍ଗା ଆଡକୁ ଆସୁଥିଲେ। ଶିଷ୍ଯମାନେ ଡରି ଗଲେ।
19 Os discípulos já tinham remado uns cinco ou seis quilômetros, quando viram Jesus andando em cima da água e chegando perto do barco. E ficaram com muito medo.
20 କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ଭୟ କର ନାହିଁ। ଏହିତ ମୁଁ ନିଜେ।
20 Mas Jesus disse:
21 ଯୀଶୁ ଏକଥା କହିବା ପରେ ଶିଷ୍ଯମାନେ ତାହାଙ୍କୁ ଡଙ୍ଗା ଭିତରକୁ ଆଣି ଖୁସି ହେଲେ। ତା'ପରେ ଡଙ୍ଗାଟି ଲକ୍ଷ୍ଯ ସ୍ଥଳ ରେ ଆସି ପହଞ୍ଚିଲା।
21 Então eles o receberam com prazer no barco e logo chegaram ao lugar para onde estavam indo.
22 ତହିଁ ଆର ଦିନ ହ୍ରଦର ଆର ପଟେ କେତକେ ଲୋକ ରହିଗଲେ। ଯୀଶୁ ତାହାଙ୍କ ଶିଷ୍ଯମାନଙ୍କ ସହିତ ଡଙ୍ଗା ରେ ଯାଇ ନାହାଁନ୍ତି, ଏହି ବିଷୟ ସହେି ଲୋକମାନେ ଜାଣି ନଥିଲେ। ସମାନେେ ଜାଣିଥିଲେ ଯେ, ଶିଷ୍ଯମାନେ ଯୀଶୁଙ୍କୁ ଏକାକୀ ଛାଡି ଦଇେ ଡଙ୍ଗା ରେ ଚାଲିଗଲେ। ସମାନେେ ଜାଣିଥିଲେ ଯେ, ସଠାେରେ କବଳେ ସହେି ଗୋଟିଏ ମାତ୍ର ଡଙ୍ଗା ଥିଲା।
22 No dia seguinte a multidão que estava no lado leste do lago viu que ali só havia um barco pequeno. Sabiam que Jesus não tinha embarcado com os discípulos, pois estes haviam saído sozinhos.
23 କିନ୍ତୁ ସେତବେେଳେ ତିବିରିଆରୁ କେତକେ ଡଙ୍ଗା ଆସିଲା। ଲୋକମାନେ ଯେଉଁ ସ୍ଥାନ ରେ ପୂର୍ବଦିନ ଖାଇଥିଲେ ସଠାେରେ ଡଙ୍ଗାଗୁଡିକ ଆସି ରହିଲା। ସହେି ସ୍ଥାନ ରେ ପ୍ରଭୁ ଯୀଶୁ ଧନ୍ଯବାଦ ଦବୋ ପରେ ସମାନେେ ରୋଟୀ ଖାଇଥିଲେ।
23 Enquanto isso, outros barcos chegaram da cidade de Tiberíades e encostaram perto do lugar onde a multidão tinha comido pão depois de o Senhor Jesus ter dado graças.
24 ଲୋକମାନେ ସଠାେରେ ଯୀଶୁ ଓ ତାହାଙ୍କର ଶିଷ୍ଯମାନେ ନଥିବା ଦେଖିଲେ। ତେଣୁ ଲୋକମାନେ ଡଙ୍ଗାଗୁଡିକରେ ଯାତ୍ରା କରି ଯୀଶୁଙ୍କୁ ଖାଜେିବା ପାଇଁ କଫର୍ନାହୂମକୁ ଗଲେ।
24 Quando viram que Jesus e os seus discípulos não estavam ali, subiram nos barcos e saíram para Cafarnaum a fim de procurá-lo.
25 ଲୋକମାନେ ହ୍ରଦର ଆରପଟେ ଯୀଶୁଙ୍କୁ ପାଇଲେ। ସମାନେେ ତାହାଙ୍କୁ ପଚାରିଲେ, ଗୁରୁ, ଆପଣ ଏଠାକୁ କେତବେେଳେ ଆସିଲେ?
25 A multidão encontrou Jesus no lado oeste do lago, e perguntaram a ele: — Mestre, quando foi que o senhor chegou aqui?
26 ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ ମାେତେ କାହଁକି ଖାଜେୁଛ? ମୁଁ କରିଥିବା ଆଶ୍ଚର୍ୟ୍ଯକାର୍ୟ୍ଯଗୁଡିକ ମାରେ ଶକ୍ତିକୁ ପ୍ରମାଣିତ କରୁଥିବାରୁ ତୁମ୍ଭେ ମାେତେ ଖାଜେୁଛ କି? ତା' ନୁହେଁ। ମୁଁ ତୁମ୍ଭକୁ ସତ୍ଯ କହୁଛି, ରୋଟୀ ଖାଇ ସନ୍ତୁଷ୍ଟ ହାଇେଥିବାରୁ ତୁମ୍ଭମାନେେ ମାେତେ ଖୋଜୁଛ।
26 Jesus respondeu:
27 ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।
27 Não trabalhem a fim de conseguir a comida que se estraga, mas a fim de conseguir a comida que dura para a vida eterna. O
28 ଲୋକମାନେ ଯୀଶୁଙ୍କୁ ପଚାରିଲେ, ଆମ୍ଭେ କ'ଣ କ'ଣ କରିବା ଉଚିତ ବୋଲି ପରମେଶ୍ବର ଚାହାଁନ୍ତି?
28 — O que é que Deus quer que a gente faça? — perguntaram eles.
29 ଯୀଶୁ ଉତ୍ତର ଦେଲେ, ପରମେଶ୍ବର ଚାହାଁନ୍ତି, ଯେ ସେ ଯାହାଙ୍କୁ ପଠାଇଛନ୍ତି, ତାହାଙ୍କଠା ରେ ତୁମ୍ଭମାନେେ ବିଶ୍ବାସ କର।
29 — Ele quer que vocês creiam naquele que ele enviou! — respondeu Jesus.
30 ତେଣୁ ଲୋକମାନେ ପଚାରିଲେ, ତୁମ୍ଭକୁ ଯେ ପରମେଶ୍ବର ପଠାଇଛନ୍ତି, ଏକଥା ତୁମ୍ଭେ କେଉଁ ଆଶ୍ଚର୍ୟ୍ଯକାର୍ୟ୍ଯ ଦ୍ବାରା ପ୍ରମାଣ କରି ଦଖାଇବେ? ତୁମ୍ଭେ ଯଦି କୌଣସି ଆଶ୍ଚର୍ୟ୍ଯ କାର୍ୟ୍ଯ ଆମ୍ଭକୁ କରି ଦଖାଇବେ, ତବେେ ଆମ୍ଭେ ତୁମ୍ଭକୁ ବିଶ୍ବାସ କରିବୁ। ତୁମ୍ଭେ କ'ଣ କରିବ?
30 Eles disseram: — Que milagre o senhor vai fazer para a gente ver e crer no senhor? O que é que o senhor pode fazer?
31 ଆମ୍ଭର ପିତୃପୁରୁଷମାନେ ମରୁଭୂମିରେ ମାନ୍ନା ଖାଇଥିଲେ, ତାହା ପରମେଶ୍ବର ସମାନଙ୍କେୁ ଦଇେଥିଲେ। ଧର୍ମଶାସ୍ତ୍ର ରେ ଲଖାେ ଅଛି: 'ପରମେଶ୍ବର ସମାନଙ୍କେୁ ସ୍ବର୍ଗରୁ ଖାଦ୍ୟ ଖାଇବାକୁ ଦଇେଥିଲେ।
31 Os nossos antepassados comeram o maná no deserto, como dizem as Escrituras Sagradas : “Do céu ele deu pão para eles comerem.”
32 ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ସ୍ବର୍ଗର ଖାଦ୍ୟ ତୁମ୍ଭ ଲୋକମାନଙ୍କୁ ଦଇେଥିବା ଲୋକ ମାଶାେ ନୁହନ୍ତି। ମାରେ ପରମପିତା ତୁମ୍ଭମାନଙ୍କୁ ସ୍ବର୍ଗର ପ୍ରକୃତ ଖାଦ୍ୟ ଖାଇବାକୁ ଦିଅନ୍ତି।
32 Jesus disse:
33 ପରମେଶ୍ବରଙ୍କର ଖାଦ୍ୟ କ'ଣ? ପରମେଶ୍ବରଙ୍କର ଖାଦ୍ୟ ହେଉଛି ଜଣେ ବ୍ଯକ୍ତି ୟିଏ ଜଗତକୁ ଜୀବନ ଦବୋ ପାଇଁ ସ୍ବର୍ଗରୁ ଓହ୍ଲାଇଛନ୍ତି।
33 Porque o pão que Deus dá é aquele que desce do céu e dá vida ao mundo.
34 ଲୋକମାନେ କହିଲେ, ମହାଶୟ, ଆମ୍ଭକୁ ସବୁବେଳେ ଏହି ଖାଦ୍ୟ ଖାଇବକୁ ଦିଅନ୍ତୁ।
34 — Queremos que o senhor nos dê sempre desse pão! — pediram eles.
35 ତା'ପରେ ଯୀଶୁ କହିଲେ, ମୁଁ ସହେି ଜୀବନଦାୟକ ଖାଦ୍ୟ। ମାେ ନିକଟକୁ ଯେ କହେି ଆ ସେ ସେ କଦାପି ଭୋକିଲା ରହିବ ନାହିଁ। ମାେତେ ୟିଏ ବିଶ୍ବାସ କରେ, ସେ କବେେ ତୃଷିତ ହବେ ନାହିଁ।
35 Jesus respondeu:
36 ମାତ୍ର ମୁଁ ତୁମ୍ଭକୁ ପୂର୍ବରୁ କହିଛି ଯେ, ତୁମ୍ଭେ ମାେତେ ଦେଖିଅଛ, କିନ୍ତୁ ତୁମ୍ଭେ ତଥାପି ବିଶ୍ବାସ କରୁନାହଁ।
36 Mas eu já disse que vocês não creem em mim, embora estejam me vendo.
37 ମାରେ ପରମପିତା ମାେତେ ମାେ ଲୋକମାନଙ୍କୁ ଦଇେଛନ୍ତି। ସମାନେେ ପ୍ରେତ୍ୟକକ ମାେ ପାଖକୁ ଆସିବେ। ମୁଁ ସର୍ବଦା ମାେ ପାଖକୁ ଆସୁଥିବା ପ୍ରେତ୍ୟକକଙ୍କୁ ଗ୍ରହଣ କରିବି।
37 Todos aqueles que o Pai me dá virão a mim; e de modo nenhum jogarei fora aqueles que vierem a mim.
38 ମୁଁ ପରମେଶ୍ବରଙ୍କର ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବାପାଇଁ ସ୍ବର୍ଗରୁ ଆସିଅଛି। ମୁଁ ନିଜ ଇଚ୍ଛା ଅନୁଯାଯୀ କାର୍ୟ୍ଯ କରିବା ପାଇଁ ଆସି ନାହିଁ।
38 Pois eu desci do céu para fazer a vontade daquele que me enviou e não para fazer a minha própria vontade.
39 ପରମେଶ୍ବର ଯେଉଁମାନଙ୍କୁ ମାେତେ ଦଇେଛନ୍ତି ମୁଁ ସମାନଙ୍କେ ମଧ୍ଯରୁ ଜଣକୁ ହେଲେ କଦାପି ହରାଇବି ନାହିଁ। ମୁଁ ସମାନଙ୍କେୁ ଶଷେ ଦିନ ରେ ନିଶ୍ଚୟ ଉତ୍ଥାପନ କରିବି। ୟିଏ ମାେତେ ପଠାଇଛନ୍ତି ସେ ଚାହାଁନ୍ତି ମୁଁ ସହେି କାର୍ୟ୍ଯ କରେ।
39 E a vontade de quem me enviou é esta: que nenhum daqueles que o Pai me deu se perca, mas que eu ressuscite todos no último dia.
40 ପ୍ରେତ୍ୟକକ ଲୋକ ୟିଏ ପୁତ୍ରଙ୍କୁ ଦେଖେ ଏବଂ ତାହାଙ୍କଠା ରେ ବିଶ୍ବାସ କରେ, ସେ ଅନନ୍ତ ଜୀବନ ଲାଭ କରେ। ମୁଁ ସେ ଲୋକକୁ ଶଷେ ଦିନ ରେ ଉତ୍ଥାପନ କରିବି। ଏହା ପରମପିତାଙ୍କର ଇଚ୍ଛା।
40 Pois a vontade do meu Pai é que todos os que veem o Filho e creem nele tenham a vida eterna; e no último dia eu os ressuscitarei.
41 ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଖାଦ୍ୟ, ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗ ପ୍ରଚାର କଲେ।
41 Eles começaram a criticar Jesus porque ele tinha dito: “Eu sou o pão que desceu do céu.”
42 ଯିହୂଦୀମାନେ କହିଲେ, ଏ ଯୀଶୁ ଅଟନ୍ତି। ଆମ୍ଭେ ତାହାଙ୍କ ପିତା ମାତାଙ୍କୁ ଜାଣିଛୁ। ଯୀଶୁ କବଳେ ୟୋ ସଫଙ୍କେର ପୁତ୍ର। ' ସେ କିପରି ସ୍ବର୍ଗରୁ ଓହ୍ଲାଇଛି ବୋଲି କହୁଛି?'
42 E diziam: — Este não é Jesus, filho de José? Por acaso nós não conhecemos o pai e a mãe dele? Como é que agora ele diz que desceu do céu?
43 କିନ୍ତୁ ଯୀଶୁ କହିଲେ, ତୁମ୍ଭମାନେେ ଅଭିଯୋଗ କରିବା ବନ୍ଦ କର।
43 Jesus respondeu:
44 ପରମପିତା ମାେତେ ପଠାଇଛନ୍ତି। ସେ ଲୋକମାନଙ୍କୁ ମାେ ନିକଟକୁ ଆଣନ୍ତି। ମୁଁ ସହେି ଲୋକମାନଙ୍କୁ ଶଷଦେିନ ରେ ଉତ୍ଥାପନ କରିବି। ଯଦି ପରମପିତା କୌଣସି ଲୋକକୁ ମାେ ନିକଟକୁ ନ ଆଣିବେ, ତବେେ ସେ ଲୋକ ମାେ ପାଖକୁ ଆସି ପାରିବ ନାହିଁ।
44 Só poderão vir a mim aqueles que forem trazidos pelo Pai, que me enviou, e eu os ressuscitarei no último dia.
45 ଭାବବାଣୀ ରେ ଏହିପରି ଲଖାେ ଅଛି: 'ପରମେଶ୍ବର ଲୋକମାନଙ୍କୁ ଶିକ୍ଷା ଦବେେ।' ଲୋକମାନେ ପରମପିତାଙ୍କ କଥା ଶୁଣନ୍ତି, ଓ ତାହାଙ୍କଠାରୁ ଶିକ୍ଷା ପାଆନ୍ତି। ତା'ପରେ ମାେ ପାଖକୁ ସେ ଲୋକମାନେ ଆସନ୍ତି।
45 Nos
46 ମୁଁ କହିବା ଅର୍ଥ ନୁହେଁ ଯେ, କୌଣସି ବ୍ଯକ୍ତି ପରମପିତାଙ୍କୁ ଦେଖିଛି। ପରମପିତାଙ୍କୁ କବଳେ ସହେି ଜଣେ ଦେଖିଛନ୍ତି, ୟିଏକି ପରମେଶ୍ବରଙ୍କଠାରୁ ଆସିଛନ୍ତି। ସହେି ଲୋକ ପରମପିତାଙ୍କୁ ଦେଖିଛନ୍ତି।
46 Isso não quer dizer que alguém já tenha visto o Pai, a não ser aquele que vem de Deus; ele já viu o Pai.
47 ମୁଁ ତୁମ୍ଭକୁ ସତ୍ଯ କହୁଛି, ଯଦି କୌଣସି ବ୍ଯକ୍ତି ବିଶ୍ବାସ କରେ ତବେେ ସେ ଅନନ୍ତ ଜୀବନ ଲାଭ କରେ।
47 — Eu afirmo a vocês que isto é verdade: quem crê tem a vida eterna.
48 ମୁଁ ନିଜେ ସହେି ଜୀବନଦାୟକ ଖାଦ୍ୟ।
48 Eu sou o pão da vida.
49 ତୁମ୍ଭର ପିତୃପୁରୁଷମାନେ ପ୍ରାନ୍ତର ରେ ପରମେଶ୍ବର ଦଇେଥିବା ମାନ୍ନା (ଖାଦ୍ୟ) ଖାଇଥିଲେ। କିନ୍ତୁ ସମାନେେ ଅନ୍ୟ ଲୋକଙ୍କ ପରି ମରିସାରିଲଣେି।
49 Os antepassados de vocês comeram o maná no deserto, mas morreram.
50 ମୁଁ ସ୍ବର୍ଗରୁ ଓହ୍ଲାଇଥିବା ସହେି ଖାଦ୍ୟ। ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ ତବେେ ସେ କଦାପି ମରିବ ନାହିଁ।
50 Aqui está o pão que desce do céu; e quem comer desse pão nunca morrerá.
51 ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।
51 Eu sou o pão vivo que desceu do céu. Se alguém comer desse pão, viverá para sempre. E o pão que eu darei para que o mundo tenha vida é a minha carne.
52 ତା'ପରେ ଯିହୂଦୀମାନେ ପରସ୍ପର ଭିତ ରେ ୟୁକ୍ତିତର୍କ କରିବାକୁ ଲାଗିଲେ। ସମାନେେ କହିଲେ, ଏ ଲୋକ କିପରି ଆମ୍ଭମାନଙ୍କୁ ତା'ର ଶରୀର ଖାଇବା ପାଇଁ ଦଇେ ପାରିବ?
52 Aí eles começaram a discutir entre si. E perguntavam: — Como é que este homem pode dar a sua própria carne para a gente comer?
53 ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ତୁମ୍ଭେ ନିଶ୍ଚୟ ମନଷ୍ଯପୁତ୍ରଙ୍କ ମାଂସ ଖାଇବ। ତୁମ୍ଭେ ନିଶ୍ଚୟ ତାହାଙ୍କ ରକ୍ତ ପିଇବ। ଯଦି ତୁମ୍ଭେ ଏହା ନକରିବ, ତବେେ ତୁମ୍ଭ ଭିତ ରେ ପ୍ରକୃତ ଜୀବନ ନାହିଁ।
53 Então Jesus disse:
54 ଯେଉଁ ବ୍ଯକ୍ତି ମାେ ମାଂସ ଖାଏ ଓ ମାେ ରକ୍ତ ପିଏ, ସେ ଅନନ୍ତଜୀବନ ପାଏ। ମୁଁ ସହେି ଲୋକକୁ ଶଷେ ଦିନ ରେ ମୃତ୍ଯୁ ରୁ ଉେଠଇବି।
54 Quem come a minha carne e bebe o meu sangue tem a vida eterna, e eu o ressuscitarei no último dia.
55 ମାରେ ମାଂସ ପ୍ରକୃତ ଆହାର। ମାରେ ରକ୍ତ ପ୍ରକୃତ ପାନୀୟ।
55 Pois a minha carne é a comida verdadeira, e o meu sangue é a bebida verdadeira.
56 ଯଦି କୌଣସି ବ୍ଯକ୍ତି ମାେ ମାଂସ ଖାଏ ଓ ମାରେ ରକ୍ତ ପିଏ, ତବେେ ସହେି ବ୍ଯକ୍ତି ମାେ ଭିତ ରେ ରହେ ଓ ମୁଁ ତା' ଭିତ ରେ ରୁ ହେ।
56 Quem come a minha carne e bebe o meu sangue vive em mim, e eu vivo nele.
57 ପରମପିତା ମାେତେ ପଠାଇଛନ୍ତି। ପରମପିତା ଜୀବନ୍ତ ଓ ତାହାଙ୍କ ହତେୁ ମୁଁ ଜୀବିତ। ତେଣୁ ଯେଉଁ ଲୋକ ମାେତେ ଭୋଜନ କରେ ସେ ମାେ ହତେୁ ଜୀବିତ ରହିବ।
57 O Pai, que tem a vida, foi quem me enviou, e por causa dele eu tenho a vida. Assim, também, quem se alimenta de mim terá vida por minha causa.
58 ମୁଁ ସହେି ଖାଦ୍ୟ ଭଳି ନୁହେଁ, ଯାହାକୁ ଆମ୍ଭ ପିତୃପୁରୁଷମାନେ ମରୁଭୂମିରେ ଖାଇଥିଲେ। ସମାନେେ ସେ ଖାଦ୍ୟ ଖାଇଲେ, କିନ୍ତୁ ଅନ୍ୟମାନଙ୍କ ପରି ସମାନେେ ମୃତ୍ଯୁବରଣ କଲେ। ମୁଁ ସ୍ବର୍ଗରୁ ଆସିଥିବା ଖାଦ୍ୟ। ଏହି ଖାଦ୍ୟ ଯେଉଁ ଲୋକ ଖାଏ ସେ ଅନନ୍ତକାଳ ପାଇଁ ଜୀବିତ ରହେ।
58 Este é o pão que desceu do céu. Não é como o pão que os antepassados de vocês comeram e mesmo assim morreram. Quem come deste pão viverá para sempre.
59 ଯୀଶୁ କଫର୍ନାହୂମର ସମାଜଗୃହ ରେ ଏହି ସବୁ କଥା ଉପଦେଶ ଦେଉଥିଲେ।
59 Jesus disse isso quando estava ensinando na sinagoga de Cafarnaum.
60 ଯୀଶୁଙ୍କର ଶିଷ୍ଯମାନେ ଏହି ସବୁ କଥା ଶୁଣିଲେ। ସମାନଙ୍କେ ଭିତରୁ ଅନକେ କହିଲେ, ଏ ଉପଦେଶ ଗ୍ରହଣ କରିବା କଷ୍ଟକର। ଏହି ଉପଦେଶ କିଏ ଗ୍ରହଣ କରିପାରିବ?
60 Muitos seguidores de Jesus ouviram isso e reclamaram: — O que ele ensina é muito difícil! Quem pode aceitar esses ensinamentos?
61 ଯୀଶୁ ଜାଣିଲେ ଯେ ତାହାଙ୍କର ଶିଷ୍ଯମାନେ ଏ ବିଷୟ ରେ ଆପତ୍ତି କରୁଛନ୍ତି। ତେଣୁ ସେ କହିଲେ, ଏ ଉପଦେଶ କ'ଣ ତୁମ୍ଭକୁ ଅସୁବିଧା ରେ ପକାଉଛି?
61 Não disseram nada a Jesus, mas ele sabia que eles estavam resmungando contra ele. Por isso perguntou:
62 ତବେେ ମନୁଷ୍ଯପୁତ୍ର ଯେଉଁଠାରୁ ଆସିଥିଲେ, ପୁନର୍ବାର ସେ ସ୍ଥାନଙ୍କୁ ଫରେିଯିବେ, ଏହା ମଧ୍ଯ କ'ଣ ତୁମ୍ଭକୁ ବ୍ଯତିବ୍ଯସ୍ତ କରୁଛି?
62 E o que aconteceria se vocês vissem o
63 ଶରୀର ମନଷ୍ଯକୁ ଜୀବନଦାନ କରନୋହିଁ। ଆତ୍ମା ଜୀବନ ଦିଏ। ମୁଁ ତୁମ୍ଭକୁ ଯାହା କହିଲି ତାହା ଆତ୍ମା, ତେଣୁ ଏସବୁ ବିଷୟ ଜୀବନ ଦିଏ।
63 O Espírito de Deus é quem dá a vida, mas o ser humano não pode fazer isso. As palavras que eu lhes disse são espírito e vida,
64 କିନ୍ତୁ ତୁମ୍ଭ ଭିତରୁ କେତକେ ବିଶ୍ବାସ କରୁ ନାହଁ। ଯୀଶୁ ବିଶ୍ବାସ ନକରୁଥିବା ଲୋକଙ୍କୁ ପ୍ରଥମରୁ ଜାଣିଥିଲେ ଏବଂ ପରେ ୟିଏ ବିଶ୍ବାସଘତକତା କରିବ ସହେି ଲୋକକୁ ମଧ୍ଯ ସେ ଜାଣିଥିଲେ।
64 mas mesmo assim alguns de vocês não creem. Jesus disse isso porque já sabia desde o começo quem eram os que não iam crer nele e sabia também quem ia traí-lo.
65 ଯୀଶୁ କହିଲେ, ସେଥିପାଇଁ ମୁଁ କହିଥିଲି, 'ଯଦି ପରମପିତା କୌଣସି ଲୋକକୁ ମାେ ନିକଟକୁ ଆସିବାକୁ ଅନୁମତି ଦିଅନ୍ତି ନାହିଁ, ତବେେ ସେ ଲୋକ ମାେ ନିକଟକୁ ଆସିପାରିବ ନାହିଁ।'
65 Jesus continuou:
66 ଯୀଶୁ ଏ କଥା କହିବା ପରେ ତାହାଙ୍କର ଅନକେ ଶିଷ୍ଯ ତାହାଙ୍କୁ ଛାଡି ଚାଲିଗଲେ। ସମାନେେ ଆଉ ତାହାଙ୍କର ଆନୁଗମନ କଲେ ନାହିଁ।
66 Por causa disso muitos seguidores de Jesus o abandonaram e não o acompanhavam mais.
67 ଯୀଶୁ ବାରଜଣ ପ୍ ରରେିତଙ୍କୁ ପଚାରିଲେ, ତୁମ୍ଭମାନେେ ମଧ୍ଯ କ'ଣ ମାେତେ ଛାଡିୟିବା ପାଇଁ ଚାହଁ କି?
67 Então ele perguntou aos doze discípulos:
68 ଶିମାନେ ପିତର ଉତ୍ତର ଦେଲେ, ପ୍ରଭୁ, ଆମ୍ଭେ କାହା ପାଖକୁ ୟିବୁ? ତୁମ୍ଭ ପାଖ ରେ ଅନନ୍ତ ଜୀବନ ଅଛି।
68 Simão Pedro respondeu: — Quem é que nós vamos seguir? O senhor tem as palavras que dão vida eterna!
69 ଆମ୍ଭେ ତୁମ୍ଭଠା ରେ ବିଶ୍ବାସ କରୁ। ଆମ୍ଭେ ଜାଣୁ ଯେ ତୁମ୍ଭେ ପରମେଶ୍ବରଙ୍କ ନିକଟରୁ ଆସିଥିବା ପବିତ୍ର ବ୍ଯକ୍ତି।
69 E nós cremos e sabemos que o senhor é o Santo que Deus enviou.
70 ଯୀଶୁ ଉତ୍ତର ଦେଲେ, ମୁଁ ତୁମ୍ଭ ବାରଜଣଙ୍କୁ ମନୋନୀତ କଲି। କିନ୍ତୁ ତୁମ୍ଭ ଭିତରୁ ଜଣେ ଶୟତାନ।
70 Jesus disse:
71 ଯୀଶୁ ଶିମାନେ ଈଷ୍କରିଯୋଥର ପୁତ୍ର ୟିହୂଦାକୁ ଲକ୍ଷ୍ଯ କରି ଏହା କହିଥିଲେ। ସେ ବାର ଜଣଙ୍କ ମଧ୍ଯରୁ ଜଣେ ଥିଲା। ପରେ ସହେି ୟିହୂଦା ତାହାଙ୍କ ବିରୁଦ୍ଧ ରେ ବିଶ୍ବାସଘାତକତା କରିଥିଲା।
71 Ele estava falando de Judas, filho de Simão Iscariotes. Pois Judas, embora fosse um dos doze discípulos, ia trair Jesus.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar João 6, comparar traduções ou montar um estudo — tudo direto pelo WhatsApp.