Jó 17
Oriya Bible (GL_ORIYA) vs ARIB
1 ମାରେ ଆତ୍ମା ଭାଙ୍ଗି ୟାଇଛି। ମୁଁ ସବୁ ତ୍ଯାଗ କରିବାକୁ ପ୍ରସ୍ତୁତ ଅଛି। ମାରଜେୀବନ ପ୍ରାଯ ନଷ୍ଟ ହାଇୟୋଇଛି। ମାେ ପାଇଁ କବର ଅପେକ୍ଷା କରିଛି।
1 O meu espírito está quebrantado, os meus dias se extinguem, a sepultura me está preparada!
2 ଲୋକମାନେ ମାେ ଚାରିପାଖ ରେ ଛିଡ଼ା ହାଇେ ହସୁଛନ୍ତି। ମୁଁ ସମାନଙ୍କେୁ ଦେଖୁଛି ସମାନେେ ଯେତବେେଳେ ମାେତେ ପରିହାସ ଏବଂ ଅପମାନ କରୁଛନ୍ତି।
2 Deveras estou cercado de zombadores, e os meus olhos contemplam a sua provocação!
3 ହେ ପରମେଶ୍ବର ତୁମ୍ଭେ ମାେତେ ଦଖାଇେ ଦିଅ ଯେ ତୁମ୍ଭେ ପ୍ରକୃତ ରେ ମାେତେ ସମର୍ଥନ କର। ଅନ୍ୟ କହେି ମାେତେ ସମର୍ଥନ ଦବେେ ନାହିଁ।
3 Dá-me, peço-te, um penhor, e sê o meu fiador para contigo; quem mais há que me dê a mão?
4 ତୁମ୍ଭେ ମାରେ ବନ୍ଧୁମାନଙ୍କ ମନକୁ ବୁଝିବାକୁ ବାରଣ କରିଛ। ସେଥିପାଇଁ ସମାନେେ ଠିକ୍ ବୋଲି ତୁମ୍ଭେ ସମାନଙ୍କେୁ ଚିନ୍ତା କରିବାକୁ ଦବେ ନାହିଁ।
4 Porque aos seus corações encobriste o entendimento, pelo que não os exaltarás.
5 ଯଦି କହେି ଗୋଟିଏ ପୁରସ୍କାର ପାଇଁ ସାଙ୍ଗ ବିରୁଦ୍ଧ ରେ କ ହେ, 'ତା'ର ପିଲାମାନଙ୍କର ଚକ୍ଷୁ ଫୁଟିଯାଉ।' କିନ୍ତୁ ମାରେ ବନ୍ଧୁଗଣ ମାେ ବିରୁଦ୍ଧ ରେ ଗଲେ।
5 Quem entrega os seus amigos como presa, os olhos de seus filhos desfalecerão.
6 ପରମେଶ୍ବର ମାରେ ନାମକୁ ସମସ୍ତଙ୍କ ପାଇଁ ଏକ ଖରାପ ବାକ୍ଯ କରିଛନ୍ତି। ଲୋକେ ମାେ ମୁହଁ ରେ ଛପେ ପକାଉଛନ୍ତି।
6 Mas a mim me pôs por motejo dos povos; tornei-me como aquele em cujo rosto se cospe.
7 କାରଣ ମାରଦେୁଃଖ ଯୋଗୁଁ ମାରେ ଚକ୍ଷୁ ଅନ୍ଧ ପ୍ରାଯ ହାଇଗେଲାଣି। ମାରେଶରୀର ଛାଇପରି କ୍ଷୀଣ ହାଇଗେଲାଣି।
7 De mágoa se escureceram os meus olhos, e todos os meus membros são como a sombra.
8 ଭାଇ ଲୋକମାନେ ଏ ବିଷଯ ରେ ସ୍ତମ୍ଭିତ ହାଇେଛନ୍ତି। ନିରୀହ ଲୋକମାନେ ସହେିମାନଙ୍କ ଉପରେ କ୍ଷୁବ୍ଧ ହୁଅନ୍ତି, ଯେଉଁମାନେ ପରମେଶ୍ବରଙ୍କୁ ଖାତିର୍ କରନ୍ତି ନାହିଁ।
8 Os retos pasmam disso, e o inocente se levanta contra o ímpio.
9 କିନ୍ତୁ ଧାର୍ମିକ ଲୋକମାନେ କ୍ରମାଗତ ଭାବରେ ସତ୍ଯପଥରେ ରହିବେ। ନିରୀହ ଲୋକମାନେ ଆହୁରି ଶକ୍ତିଶାଳୀ ହବେେ।
9 Contudo o justo prossegue no seu caminho e o que tem mãos puras vai crescendo em força.
10 ବର୍ତ୍ତମାନ ତୁମ୍ଭମାନେେ ସମସ୍ତେ ଫରେିଆସ। ତୁମ୍ଭମାନଙ୍କ ଭିତରୁ କହେି ଜଣେ ଜ୍ଞାନୀ ଲୋକ ମୁଁ ପାଇ ପାରିବି ନାହିଁ।
10 Mas tornai vós todos, e vinde, e sábio nenhum acharei entre vós.
11 ମାରେ ଜୀବନ ସରିସରି ଆସୁଛି। ମାରେ ସମସ୍ତ ଯୋଜନା ପଣ୍ଡ ହାଇଗେଲା। ମାରେ ସବୁ ଆଶା ଧୂଳିସାତ ହେଲା।
11 Os meus dias passaram, malograram-se os meus propósitos, as aspirações do meu coração.
12 ମାରେ ମିତ୍ରଗଣ ସବୁ ସନ୍ଦହେ ରେ ଅଛନ୍ତି। ସମାନେେ ରାତିକୁ ଦିନ ବୋଲି ଭାବନ୍ତି। ସମାନେେ କହନ୍ତି, ଏହା ଶୀଘ୍ର ଆଲୋକିତ ହବେ, ଯେତବେେଳେ ଏହା ଅନ୍ଧକାର ହେଉଛି।
12 Trocam a noite em dia; dizem que a luz está perto das trevas.
13 ମୁଁ ହୁଏତ କବରକୁ ମାରେ ନୂଆ ଘର ବୋଲି ଆଶା କରିବି। ମୁଁ ଆଶା କରୁଛି, ମାରେ ବିଛଣା ଅନ୍ଧକାର ବିବରଣ କରିବି।
13 Se eu olhar o Seol como a minha casa, se nas trevas estender a minha cama,
14 ମୁଁ ସହେି କବର ସ୍ଥାନକୁ ' ମାରେ ପିତା ବୋଲି ସମ୍ ବୋଧନ କରିବି।' ସହେି ଜିଆପୋକ 'ମାେ ମା' ଓ 'ମାେ ଭଉଣୀ' ଭାବିବି।
14 se eu clamar à cova: Tu és meu pai; e aos vermes: Vós sois minha mãe e minha irmã;
15 ଯଦି ତାହାହିଁ ମାରେ ଗୋଟିଏ ଆଶା, ତବେେ ମାରେ କୌଣସି ଆଶା ନାହିଁ। ଯଦି ତାହା ମାରେ ଆଶା ତବେେ ଲୋକ ମାେ'ଠା ରେ କୌଣସି ଭରସା ପାଇବେ ନାହିଁ।
15 onde está então a minha esperança? Sim, a minha esperança, quem a poderá ver?
16 ମାରେ ଆଶା କ'ଣ ମାେ ସହିତ ମରିୟିବ ? ଏହା ମଧ୍ଯ କ'ଣ ମୃତ୍ଯୁ ତଳକୁ ୟିବ ? ଆମ୍ଭେ ମଧ୍ଯ କ'ଣ ମାଟି ତଳକୁ ଏକତ୍ରିତ ୟିବୁ?
16 Acaso descerá comigo até os ferrolhos do Seol? Descansaremos juntos no pó?
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jó 17, comparar traduções ou montar um estudo — tudo direto pelo WhatsApp.