Jó 1

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଊଷ୍ ଦେଶ ରେ ଆୟୁବ ନାମ ରେ ଜଣେ ବ୍ଯକ୍ତି ବାସ କରୁଥିଲା। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଥିଲା। ଆୟୁବ ପରମେଶ୍ବରଙ୍କ ଉପାସନା କରିବା ବ୍ଯତୀତ ଅନ୍ୟ ସମସ୍ତ ପ୍ରକାର ମନ୍ଦ କାର୍ୟ୍ଯରୁ ବିରତ ରହୁଥିଲା।
1 Havia um homem na terra de Uz, cujo nome era Jó. Era homem íntegro e reto, que temia a Deus e se desviava do mal.
2 ଆୟୁବର ସାତାଟେି ପୁତ୍ର ଓ ତିନୋଟି ଝିଅ ଥିଲେ।
2 Nasceram-lhe sete filhos e três filhas.
3 ଆୟୁବ 7 ,000 ମେଣ୍ଢା, 3 ,000 ଓଟ, 1 ,000 ଷଣ୍ଢ ଏବଂ 500 ମାଇ ଗଧର ମାଲିକ ଥିଲା। ତା'ର ଅନକେ ଗୁଡ଼ିଏ ଭୃତ୍ଯ ଥିଲେ। ଆୟୁବ ପୂର୍ବାଞ୍ଚଳ ଦେଶମାନଙ୍କ ମଧିଅରେ ସବୁଠାରୁ ବେଶୀ ଧନୀ ଥିଲା।
3 Possuía ele sete mil ovelhas, três mil camelos, quinhentas juntas de bois e quinhentas jumentas, tendo também muitíssima gente ao seu serviço; de modo que este homem era o maior de todos os do Oriente.
4 ଆୟୁବର ପୁଅମାନେ ପାଳି ପାଳି କରି ସମାନଙ୍କେ ଘ ରେ ଭୋଜି ପ୍ରସ୍ତୁତ କଲେ ଏବଂ ସମାନଙ୍କେ ତିନି ଭଉଣୀଙ୍କୁ ଏହି ଭୋଜିଗୁଡ଼ିକରେ ୟୋଗ ଦବୋକୁ ନିମନ୍ତ୍ରଣ କଲେ।
4 Iam seus filhos à casa uns dos outros e faziam banquetes cada um por sua vez; e mandavam convidar as suas três irmãs para comerem e beberem com eles.
5 ଆୟୁବ ଉତ୍ସବ ପରଦିନ ପ୍ରାତଃକାଳରୁ ଶୟ୍ଯା ତ୍ଯାଗ କରି ତା'ର ପ୍ରେତ୍ୟକକ ପୁଅର ମଙ୍ଗଳ ପାଇଁ ପରମେଶ୍ବରଙ୍କ ନିକଟରେ ହାମବେଳି ଅର୍ପଣ କରୁଥିଲା। ସେ ଭାବୁଥିଲା, ମାେ ପିଲାମାନେ ହୁଏତ ହୃଦଯ ରେ ପାପକରି ପରମେଶ୍ବରଙ୍କୁ ଶାପ ଦଇେଥାଇ ପାରନ୍ତି। ଆୟୁବ ପ୍ରେତ୍ୟକକ ଥର ଏପରି କଲେ।
5 E sucedia que, tendo decorrido o turno de dias de seus banquetes, enviava Jó e os santificava; e, levantando-se de madrugada, oferecia holocaustos segundo o número de todos eles; pois dizia Jó: Talvez meus filhos tenham pecado, e blasfemado de Deus no seu coração. Assim o fazia Jó continuamente.
6 ସଦାପ୍ରଭୁଙ୍କ ସହିତ ସାକ୍ଷାତ ଲାଗି ସ୍ବର୍ଗଦୂତମାନଙ୍କ ପାଇଁ ସହେି ଦିନଟି ଉପସ୍ଥିତ ହେଲା। ସହେି ସ୍ବର୍ଗଦୂତମାନଙ୍କ ସହିତ ଶଯତାନ ମଧ୍ଯ ସଠାେରେ ଉପସ୍ଥିତ ହେଲା।
6 Ora, chegado o dia em que os filhos de Deus vieram apresentar-se perante o Senhor, veio também Satanás entre eles.
7 ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଲ ?
7 O Senhor perguntou a Satanás: Donde vens? E Satanás respondeu ao Senhor, dizendo: De rodear a terra, e de passear por ela.
8 ତା'ପରେ ସଦାପ୍ରଭୁ ଶଯତାନକୁ ପଚାରିଲେ, ତୁମ୍ଭେ ମାରେ ସବେକ ଆୟୁବକୁ ଦେଖିଛ କି ? ଆୟୁବ ଭଳି ଜଣେ ବ୍ଯକ୍ତି ଏ ପୃଥିବୀ ରେ କହେି ନାହିଁ। ଆୟୁବ ଜଣେ ଉତ୍ତମ ଓ ଧାର୍ମିକ ବ୍ଯକ୍ତି ଅଟେ। ସେ ପରମେଶ୍ବରଙ୍କୁ ଉପାସନା କରେ ଏବଂ ମନ୍ଦକାର୍ୟ୍ଯ କରିବାକୁ ପ୍ରତ୍ଯାଖାନ କରେ।
8 Disse o Senhor a Satanás: Notaste porventura o meu servo Jó, que ninguém há na terra semelhante a ele, homem íntegro e reto, que teme a Deus e se desvia do mal?
9 ଶଯତାନ ଉତ୍ତର ଦଲୋ, ନିଶ୍ଚଯ! କିନ୍ତୁ ଆୟୁବର ପରମେଶ୍ବରଙ୍କୁ ଉପାସନା କରିବାର ୟଥେଷ୍ଟ କାରଣ ରହିଛି।
9 Então respondeu Satanás ao Senhor, e disse: Porventura Jó teme a Deus debalde?
10 ଆପଣ ସବୁବେଳେ ଆୟୁବକୁ ସୁରକ୍ଷା ପ୍ରଦାନ କରନ୍ତି। ତା'ର ପରିବାରକୁ, ତା'ର ଯାହା କିଛି ନିଜର, ସବୁକୁ ଆପଣ ସୁରକ୍ଷା ଦିଅନ୍ତି। ସେ ଯେଉଁ କାର୍ୟ୍ଯ କରେ ସବୁଥି ରେ ଆପଣ ତାକୁ କୃତକାର୍ୟ୍ଯ କରାନ୍ତି। ହଁ, ଆପଣ ତାକୁ ଆଶୀର୍ବାଦ ପ୍ରଦାନ କରନ୍ତି, ସେଥିପାଇଁ ସବୁଥି ରେ ସେ ଏତେ ଧନୀ ଯେ, ତା'ର ମଷେପଲ ଓ ଗୋପଲ ସାରଦେଶ ରେ ଥିଲେ।
10 Não o tens protegido de todo lado a ele, a sua casa e a tudo quanto tem? Tens abençoado a obra de suas mãos, e os seus bens se multiplicam na terra.
11 ମୁଁ ପ୍ରତିଜ୍ଞା କରି କହିପା ରେ ଆପଣ ତା'ର ସର୍ବସ୍ବ ନଷ୍ଟ କରି ଦିଅନ୍ତୁ, ଆପଣ ଦେଖିବେ ସେ କିପରି ଆପଣଙ୍କୁ ଆପଣଙ୍କ ସମ୍ମୁଖ ରେ ଅଭିଶାପ ଦବେ।
11 Mas estende agora a tua mão, e toca-lhe em tudo quanto tem, e ele blasfemará de ti na tua face!
12 ତା'ପରେ ସଦାପ୍ରଭୁ ଶଯତାନକୁ କହିଲେ, ଠିକ୍ ଅଛି, ତା'ର ଯାହାସବୁ ଅଛି, ସଗେୁଡ଼ିକ ସହିତ ତୁମ୍ଭେ ଯେପରି ଚାହଁ କର, କିନ୍ତୁ ସହେି ବ୍ଯକ୍ତିକୁ ସ୍ପର୍ଶ କର ନାହିଁ। ତା'ପରେ ଶଯତାନ ସଦାପ୍ରଭୁଙ୍କ ଉପସ୍ଥିତିରୁ ଚାଲିଗଲା।
12 Ao que disse o Senhor a Satanás: Eis que tudo o que ele tem está no teu poder; somente contra ele não estendas a tua mão. E Satanás saiu da presença do Senhor.
13 ଗୋଟିଏ ଦିନ ଭୋଜି ମଧିଅରେ, ଆୟୁବର ପୁଅ ଓ ଝିଅମାନେ ବଡ଼ ଭାଇର ଘ ରେ ଏକତ୍ର ଖାଇବା ସହିତ ଦ୍ରାକ୍ଷାରସ ପାନ କରୁଥିଲେ।
13 Certo dia, quando seus filhos e suas filhas comiam e bebiam vinho em casa do irmão mais velho,
14 ଏହି ସମୟରେ ଜଣେ ସମ୍ବାଦବାହକ ଆୟୁବକୁ ଖବର ଦଲୋ, ବଳଦମାନେ ଜମି ରେ ହଳ କରୁଥିବା ବେଳେ, ଗଧଗୁଡ଼ିକ ସମାନଙ୍କେ ନିକଟରେ ଚରୁଥିଲେ।
14 veio um mensageiro a Jó e lhe disse: Os bois lavravam, e as jumentas pasciam junto a eles;
15 ଶିବାଯୀଯମାନେ ଆକ୍ରମଣ କଲେ ଏବଂ ଆମ୍ଭଠାରୁ ସମସ୍ତ ପଶୁମାନଙ୍କୁ ନଇଗେଲେ। ସମାନେେ ତୁମ୍ଭର ଦାସମାନଙ୍କୁ ମଧ୍ଯ ଖଡ୍ଗ ରେ ହତ୍ଯା କଲେ। ମୁଁ ହେଉଛି କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ଏବଂ ତୁମ୍ଭକୁ ଏ ବିଷଯ ରେ କହିବାକୁ।
15 e deram sobre eles os sabeus, e os tomaram; mataram os moços ao fio da espada, e só eu escapei para trazer-te a nova.
16 ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, ଆକାଶରୁ ବିଜୁଳି ପଡ଼ି ତୁମ୍ଭର ମେଣ୍ଢା ଓ ଛଳେି ଓ ତୁମ୍ଭର ଦାସମାନଙ୍କୁ ପୋଡ଼ି ଦଲୋ। ମୁଁ କବଳେ ଏକମାତ୍ର ୟିଏ ରକ୍ଷା ପାଇଛି ତୁମ୍ଭକୁ ଏହି ବିଷଯ ରେ କହିବା ପାଇଁ।
16 Enquanto este ainda falava, veio outro e disse: Fogo de Deus caiu do céu e queimou as ovelhas e os moços, e os consumiu; e só eu escapei para trazer-te a nova.
17 ସେ କଥା କହୁଥିବା ବେଳେ, ଆଉ ଜଣେ ବାର୍ତ୍ତାବହ ଆସିଲା ଏବଂ କହିଲା, କଲଦୀଯମାନେ ତିନି ଦଳ ସୈନିକଙ୍କୁ ପଠାଇଛନ୍ତି ଏବଂ ଆକ୍ରମଣ କରିଛନ୍ତି ଏବଂ ଓଟମାନଙ୍କୁ ନଇେ ଗଲେ ଓ ସମସ୍ତ ଭୃତ୍ଯମାନଙ୍କୁ ଖଡ୍ଗ ରେ ହତ୍ଯା କଲେ। ମୁଁ କବଳେ ଏକମାତ୍ର ୟିଏ ଏ ବିଷଯ ରେ ଆପଣଙ୍କୁ କହିବା ପାଇଁ ରକ୍ଷା ପାଇଅଛି।
17 Enquanto este ainda falava, veio outro e disse: Os caldeus, dividindo-se em três bandos, deram sobre os camelos e os tomaram; e mataram os moços ao fio da espada; e só eu escapei para trazer-te a nova.
18 ସେ କଥା କହୁଥିବା ବେଳେ, ଅନ୍ୟ ଜଣେ ବାର୍ତ୍ତାବହ ଆସି କହିଲା, ଆପଣଙ୍କ ପୁଅ-ଝିଅମାନେ ଯେତବେେଳେ ବଡ ଭାଇର ଘ ରେ ଦ୍ରାକ୍ଷାରସ ପାନ ଓ ଖାଇବା ରେ ବ୍ଯସ୍ତଥିଲେ
18 Enquanto este ainda falava, veio outro e disse: Teus filhos e tuas filhas estavam comendo e bebendo vinho em casa do irmão mais velho;
19 ସହେି ସମୟରେ ଏକ ଝଡ଼ ମରୁଭୂମି ଆଡ଼ୁ ଆସିଲା ଏବଂ ତାଙ୍କର ଘରକୁ ଭାଙ୍ଗି ଦଲୋ। ଏବଂ ଆପଣଙ୍କ ପୁଅ ଝିଅମାନଙ୍କ ଉପରେ ପଡ଼ି ସମସ୍ତଙ୍କୁ ମାରି ଦଲୋ। ମୁଁ କବଳେ ଏକମାତ୍ର ୟିଏ ଆପଣଙ୍କୁ ଏହା କହିବାକୁ ରକ୍ଷା ପାଇଛି।
19 e eis que sobrevindo um grande vento de além do deserto, deu nos quatro cantos da casa, e ela caiu sobre os mancebos, de sorte que morreram; e só eu escapei para trazer-te a nova.
20 ଆୟୁବ ଯେତବେେଳେ ଏସବୁ ଶୁଣିଲା ସେ ନିଜର ପୋଷାକପତ୍ର ଚିରି ଦଲୋ ଏବଂ ଦୁଃଖ ଓ ଗ୍ଲାନି ରେ ଲଣ୍ଡା ହାଇପେଡ଼ିଲା। ତା'ପରେ ଆୟୁବ ଭୂମିରେ ବସି ପଡ଼ି ପରମେଶ୍ବରଙ୍କୁ ଉପାସନା କରିବାକୁ ଲାଗିଲା।
20 Então Jó se levantou, rasgou o seu manto, rapou a sua cabeça e, lançando-se em terra, adorou;
21 ସେ ପ୍ରାର୍ଥନା କରି କହିଲା,
21 e disse: Nu saí do ventre de minha mãe, e nu tornarei para lá. O Senhor deu, e o Senhor tirou; bendito seja o nome do Senhor.
22 ଏତେ ସବୁ ଘଟିଲା ପରେ ଆୟୁବ ପାପ କଲା ନାହିଁ ଏବଂ ପରମେଶ୍ବର କିଛି ଭୁଲ କରିଛନ୍ତି ବୋଲି ସେ କହିଲା ନାହିଁ।
22 Em tudo isso Jó não pecou, nem atribuiu a Deus falta alguma.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jó 1, comparar traduções ou montar um estudo — tudo direto pelo WhatsApp.