Jó 27

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ତା'ପରେ ଆୟୁବ ତା'ର କାହାଣୀ ବର୍ଣ୍ଣନା କରି କହିଲା,
1 E Jó prosseguiu em seu discurso:
2 ପ୍ରକୃତ ରେ ପରମେଶ୍ବର ଜୀବିତ ଏବଂ ଯେତେ ସତ୍ଯ ଭାବରେ ସେ ଅଛନ୍ତି, ସେ ସତ ରେ ମାେ ପ୍ରତି ଅନ୍ଯାଯ କରିଛନ୍ତି। ପରମେଶ୍ବର, ସର୍ବଶକ୍ତିମାନ ମାେ ଜୀବନ ତିକ୍ତ କରିଛନ୍ତି।
2 "Pelo Deus vivo, que me negou justiça, pelo Todo-poderoso, que deu amargura à minha alma,
3 ଯେ ପର୍ୟ୍ଯନ୍ତ ମାେ ଶରୀର ରେ ପ୍ରାଣ ଅଛି ଏବଂ ଯେ ପର୍ୟ୍ଯନ୍ତ ପରମେଶ୍ବର ପ୍ରଦତ୍ତ ନିଶ୍ବାସ ବାଯୁ ମାେ ନାକରୁ ନିର୍ଗତ ହେଉଛି।
3 enquanto eu tiver vida em mim, o sopro de Deus em minhas narinas,
4 ଏହାପରେ ମାେ ଓଠରୁ ଖରାପ ବିଷଯ ବାହାରିବ ନାହିଁ। ମାରେ ଜିହ୍ବା ମିଥ୍ଯାକଥା କହିବ ନାହିଁ।
4 meus lábios não falarão maldade, e minha língua não proferirá nada que seja falso.
5 ମୁଁ କବେେ ମାନିବି ନାହିଁ ତୁମ୍ଭେ ସତ୍ଯ। ମୁଁ ମଲା ପର୍ୟ୍ଯନ୍ତ କହିୟିବି ଯେ, ମୁଁ ନିରପରାଧ ଅଟେ।
5 Nunca darei razão a vocês! Minha integridade não negarei jamais, até à morte.
6 ମୁଁ ମାରେ ଧାର୍ମିକତାକୁ ଦୃଢ଼ ଭାବରେ ଧରିବି। ମୁଁ କବେେ ଠିକ୍ ବାଟକୁ ପରିତ୍ଯାଗ କରିବି ନାହିଁ। ମୁଁ ବଞ୍ଚିଥିବା ପର୍ୟ୍ଯନ୍ତ ମାରେବିବକେ ମାେତେ ନିନ୍ଦା କରିବ ନାହିଁ।
6 Manterei minha retidão, e nunca a deixarei; enquanto eu viver, a minha consciência não me repreenderá.
7 ଲୋକେ ମାେ ବିରୁଦ୍ଧ ରେ ଛିଡ଼ା ହବେେ। ମୁଁ ଆଶା କରୁଛି ମାରେ ଶତ୍ରୁମାନେ ଦଣ୍ଡ ପାଇଥିବେ ଦୁଷ୍ଟ ଲୋକଙ୍କ ଭଳି।
7 "Sejam os meus inimigos como os ímpios, e os meus adversários como os injustos!
8 ପରମେଶ୍ବରଙ୍କଠା ରେ ଆସ୍ଥା ବିହୀନ ବ୍ଯକ୍ତି ମୃତ୍ଯୁ ସମୟରେ କ'ଣ ଆଶା କରିବ ? ଯେତବେେଳେ ପରମେଶ୍ବର ତା'ର ପ୍ରାଣ ନିଅନ୍ତି, ସହେି ଲୋକର କୌଣସି ଆଶା ନ ଥାଏ।
8 Pois, qual é a esperança do ímpio, quando é eliminado, quando Deus lhe tira a vida?
9 ପରମେଶ୍ବର କ'ଣ ତା'ର ସାହାୟ୍ଯର ଡ଼ାକ ଶୁଣିବେ, ଯେତବେେଳେ ତା' ପ୍ରତି ଅସୁବିଧା ଆସିବ ?
9 Ouvirá Deus o seu clamor, quando vier sobre ele a aflição?
10 ସହେି ଲୋକ କ'ଣ ସର୍ବଶକ୍ତିମାନଙ୍କୁ ଗୁହାରି କରି ଆନନ୍ଦ ଅନୁଭବ କରିବ। ସେ ସବୁ ସମୟରେ ପରମେଶ୍ବରଙ୍କୁ ଡ଼ାକିବା ଉଚିତ ଥିଲା।
10 Terá ele prazer no Todo-poderoso? Chamará a Deus a cada instante?
11 ମୁଁ ତୁମ୍ଭକୁ ପରମେଶ୍ବରଙ୍କ ଶକ୍ତି ସମ୍ପର୍କ ରେ ଶିକ୍ଷା ଦବେି। ମୁଁ ପରମେଶ୍ବରଙ୍କ କୌଣସି ଯୋଜନା ତୁମ୍ଭଠା ରେ ଲୁଚାଇବି ନାହିଁ।
11 "Eu os ensinarei sobre o poder de Deus; não esconderei de vocês os caminhos do Todo-poderoso.
12 ତୁମ୍ଭେ ନିଜ ଆଖି ରେ ପରମେଶ୍ବରଙ୍କ ଶକ୍ତି ଦେଖିଛ। ତେଣୁ କାହିଁକି ତୁମ୍ଭେ ସହେି ବାଜେ କଥା କହୁଛ ?
12 Pois a verdade é que todos vocês já viram isso. Por que então essa conversa sem sentido?
13 ତେଣୁ ଏହା ହିଁ ପରମେଶ୍ବରଙ୍କ ଇଚ୍ଛା ଦୁଷ୍ଟଲୋକଙ୍କ ପାଇଁ, ଏହା ହିଁ ସର୍ବଶକ୍ତିମାନ ପରମେଶ୍ବରଙ୍କ ଇଚ୍ଛା ନିଷ୍ଠୁର ଲୋକମାନଙ୍କ ପ୍ରତି।
13 "Este é o destino que Deus determinou para o ímpio, a herança que o mau recebe do Todo-poderoso:
14 ଜଣେ ଦୁଷ୍ଟ ଲୋକର ବହୁତ ସନ୍ତାନ ଥାଇ ପାରନ୍ତି। ତା'ର ସମସ୍ତ ସନ୍ତାନ ୟୁଦ୍ଧ ରେ ମୃତ୍ଯୁବରଣ କରିବେ। ଦୁଷ୍ଟ ଲୋକର ପିଲାମାନେ ଖାଇବାକୁ ୟଥେଷ୍ଟ ପାଇବେ ନାହିଁ।
14 Por mais filhos que tenha, o destino deles é a espada; sua prole jamais terá comida suficiente.
15 ତା'ର ସମସ୍ତ ପିଲାମାନେ ମରିବେ ଏବଂ ତା'ର ବିଧବାମାନେ ଦୁଃଖ କରିବେ ନାହିଁ।
15 A epidemia sepultará aqueles que lhe sobreviverem, e as suas viúvas não chorarão por eles.
16 ଜଣେ ଦୁଷ୍ଟ ଲୋକ ହୁଏତ ବହୁତ ରୂପା ପାଇବ, ତାହା ତା' ପ୍ରତି ମଇଳା ପରି। ତା'ର ହୁଏତ ଏତେ ଲୁଗା ଥିବ, ଯାହା ତା' ପ୍ରତି ମାଟିଗଦା ପରି।
16 Ainda que ele acumule prata como pó e roupas como barro, amontoe;
17 କିନ୍ତୁ ଜଣେ ଧାର୍ମିକ ଲୋକ ତା'ର ପୋଷାକ ପିନ୍ଧିବାକୁ ପାଇବ। ନିରୀହ ଲୋକ ତା'ର ରୂପାସବୁ ପାଇବ।
17 o que ele armazenar ficará para os justos, e os inocentes dividirão sua prata.
18 ଜଣେ ଦୁଷ୍ଟ ଲୋକର ଗୃହ ତିଆରି କଲେ ବି ଏହା ବେଶୀଦିନ ତିଷ୍ଠିବ ନାହିଁ। ଏହା ବୁଢ଼ିଆଣୀ ଜାଲଭଳି ହବେ କିମ୍ବା ପ୍ରହରୀର ତମ୍ବୁଭଳି ହବେ।
18 A casa que ele constrói é como casulo de traça, como cabana feita pela sentinela.
19 ଦୁଷ୍ଟ ବ୍ଯକ୍ତି ଶାଇେବାକୁ ଗଲା ବେଳେ ତା' ପାଖ ରେ ଅମାପ ଧନ ଥିବ କିନ୍ତୁ ସକାଳୁ ସେ ଆଖି ଖାଲିବୋ ମାତ୍ ରେ ତା'ର ଧନ ଆଉ ନ ଥିବ।
19 Rico ele se deita, mas nunca mais será! Quando abre os olhos, tudo se foi.
20 ଆତଙ୍କ ତା' ବିରୁଦ୍ଧ ରେ ହଠାତ୍ ବନ୍ଯା ପରି ଆସିବ। ଏବଂ ବାତ୍ଯା ରାତି ରେ ଆସି ତାକୁ ଉଡ଼ାଇ ନଇୟିବେ।
20 Pavores vêm sobre ele como uma enchente; de noite a tempestade o leva de roldão.
21 ପୂର୍ବ ଦିଗର ପବନ ତାକୁ ଉଡ଼ାଇ ନବେ। ସେ ଚିରଦିନ ପାଇଁ ବିଦାଯ ନବେ, ଝଡ଼ ତାକୁ ତା'ର ଘରୁ ଉଡ଼ାଇ ନବେ।
21 O vento oriental o leva, e ele desaparece; arranca-o do seu lugar.
22 ଦୁଷ୍ଟ ବ୍ଯକ୍ତି ସହେି ଝଡ଼ରୁ ରକ୍ଷା ପାଇବାକୁ ସକଳ ପ୍ରକାର ଚେଷ୍ଟା କରିବ। କିନ୍ତୁ ସହେି ଝଡ଼ ତାକୁ ନିର୍ଦ୍ଦଯ ଭାବର ଆଘାତ କରିବ।
22 Atira-se contra ele sem piedade, enquanto ele foge às pressas do seu poder.
23 ଲୋକେ ତାକୁ ଦେଖି ତାଳି ମାରିବେ। ଯେତବେେଳେ ସେ ନିଜ ଘରୁ ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବ, ଲୋକେ ହୁଇସିଲ ମାରି ଦେଖୁଥିବେ।
23 Bate palmas contra ele e com assobios o expele do seu lugar.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jó 27, comparar traduções ou montar um estudo — tudo direto pelo WhatsApp.