Jó 30

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 କିନ୍ତୁ ବର୍ତ୍ତମାନ ଯେଉଁମାନେ ମାେ'ଠାରୁ ବଯସ ରେ ସାନ ସମାନେେ ମଧ୍ଯ ମାେତେ ପରିହାସ କରୁଛନ୍ତି। ଆଉ ସମାନଙ୍କେ ପିତାଗଣ ଏଭଳି ଅ ଯୋଗ୍ଯ ଯେ ମୁଁ ସମାନଙ୍କେୁ ମାେ ମେଣ୍ଢା ପଲ କରୁଥିବା କୁକୁରମାନଙ୍କ ସହିତ ରଖାଇବି ନାହିଁ।
1 “Agora, porém, os mais jovens zombam de mim, rapazes cujos pais não são dignos de correr com meus cães pastores.
2 ସହେି ୟୁବକମାନଙ୍କର ପିତାଗଣ ଏତେ ଦୁର୍ବଳ ଯେ ସମାନେେ ମାେତେ ସାହାୟ୍ଯ କରିପାରିବେ ନାହିଁ। ସମାନେେ ଆଦି ବୃଦ୍ଧ କ୍ଲାନ୍ତ, ସମାନଙ୍କେ ମାଂସପେଶୀ ରେ ଶକ୍ତି ସାମର୍ଥ ଆଉ ନାହିଁ।
2 De que me serve a força deles? Seu vigor já desapareceu!
3 ସମାନେେ ମଲା ମଣିଷ ଭଳି। ସମାନେେ ଖାଦ୍ୟ ବିନା ଅନାହାର ରେ ସଢ଼ଛନ୍ତି। ବାଧ୍ଯ ହାଇେ ମରୁଭୂମିର ଶୁଖିଲା ଧୂଳି ରେ ପଟେ ପୁରାଉଛନ୍ତି।
3 Enfraquecidos pela pobreza e pela fome, roem a terra seca, em regiões sombrias e desoladas.
4 ସମାନେେ ମରୁଭୂମିରେ ଥିବା ଲୁଣିଆ ବୁଦାକୁ ଟାଣି ଆଣନ୍ତି ଓ ରତମେ ବୃକ୍ଷର ଚରେ ଖାଇ ବଞ୍ଚନ୍ତି।
4 Colhem ervas silvestres entre os arbustos e comem as raízes das giestas.
5 ସମାନେେ ବାଧ୍ଯ ହାଇେ ଅନ୍ୟମାନଙ୍କଠାରୁ ପଳାଯନ କରନ୍ତି। ଚୋରକୁ ଦେଖିଲା ପରି, ଲୋକମାନେ ସମାନଙ୍କେ ଉପରେ ପାଟି କରନ୍ତି।
5 São expulsos, aos gritos, da companhia das pessoas, como se fossem ladrões.
6 ଶୁଖିଲା ନଦୀ ଶୟ୍ଯା, ପାହାଡ଼ ଗୁମ୍ଫା ଓ ମାଟି ରେ ଥିବା ଗାତ ରେ ସମାନେେ ରହିବାକୁ ବାଧ୍ଯ।
6 Agora, moram em desfiladeiros medonhos, em cavernas e entre as rochas.
7 ସମାନେେ ବୁଦା ରେ ରହି ଗଧପରି ବୋବାନ୍ତି ଓ କଣ୍ଟାବୁଦା ତଳେ ରୁଣ୍ଡ ହୁଅନ୍ତି।
7 Uivam como animais no meio dos arbustos e ajuntam-se debaixo dos espinheiros.
8 ସମାନେେ ଦଳେ ଅ ଯୋଗ୍ଯ ନାମହୀନ ଲୋକ। ୟିଏ କି ବାଧ୍ଯ ହାଇେ ଦେଶ ଛାଡ଼ିଥିଲେ।
8 São gente insensata, sem nome nem valor; foram expulsos da terra.
9 ବର୍ତ୍ତମାନ ସହେି ଲୋକମାନଙ୍କର ପୁଅମାନେ ମାେତେ ନଇେ ପରିହାସ ସୂଚକ ଗୀତ ବୋଲନ୍ତି ଏବଂ ମାେ ନାଁ ଏକ ଅପଶବ୍ଦ ରେ ପରିଣତ ହାଇେଛି।
9 “Agora, divertem-se às minhas custas! Sou alvo de piadas e canções vulgares.
10 ସହେି ୟୁବକମାନେ ମାେତେ ଘୃଣା କରନ୍ତି। ମାଠାରୁେ ଦୂ ରଇେ ଛିଡ଼ା ହୁଅନ୍ତି ଏବଂ ସମାନେେ ଭାବନ୍ତି ମାେ'ଠାରୁ ବହୁତ ଭଲ ଏପରିକି ସମାନେେ ମାେ ମୁହଁ ରେ ଛପେ ପକାନ୍ତି।
10 Desprezam-me e ficam longe de mim; só se aproximam para cuspir em meu rosto.
11 ପରମେଶ୍ବର ମାେ ଧନୁରୁ ବାଣ କାଢ଼ି ନଇେଛନ୍ତି ଏବଂ ମାେତେ ଦୁର୍ବଳ କରି ଦଇେଛନ୍ତି। ସହେି ୟୁବକମାନେ ସମସ୍ତ ପ୍ରକାର ଆକ୍ଷପେ କରନ୍ତି, ଯେତବେେଳେ ମାେତେ ଦେଖନ୍ତି।
11 Pois Deus cortou a corda de meu arco; já que ele me humilhou, eles não se refreiam mais.
12 ସମାନେେ ମାରେ ଡ଼ାହାଣ ପଟରୁ ଆକ୍ରମଣ କରନ୍ତି। ସମାନେେ ମାରେ ପାଦକୁ ମାଠାରୁେ ଠଲେି ଦିଅନ୍ତି ଯାହା ମୁଁ ଗୋଟିଏ ଆକ୍ରାନ୍ତ ହାଇେଥିବା ସହର ମାେ ପାଚରେୀ ବିରୁଦ୍ଧ ରେ ସମାନେେ ମାଟିର ମଞ୍ଚ ନିର୍ମାଣ କରନ୍ତି।
12 Essa gente desprezível se opõe a mim abertamente; lançam-me de um lado para o outro e planejam minha desgraça.
13 ସମାନେେ ମାରେ ରାସ୍ତାକୁ ଜଗନ୍ତି। ମୁଁ ଯାହା ଫଳ ରେ ପଳାଯନ କରିପା ରେ ନାହିଁ। ମାେତେ ଧ୍ବଂସ କରିବା ରେ ସମାନେେ ସଫଳ ହୁଅନ୍ତି। ସମାନେେ କାହାରି ସାହାୟ୍ଯ ଆବଶ୍ଯକ କରନ୍ତି ନାହିଁ।
13 Bloqueiam meu caminho e fazem de tudo para me destruir. Sabem que não tenho quem me ajude;
14 ସମାନେେ ପାଚରେୀ ରେ ଏକ ସିନ୍ଧି କରନ୍ତି ଓ ୟୋର ଜବରଦସ୍ତ ସହେି ମଧ୍ଯ ଦଇେ ପ୍ରବେଶ କରନ୍ତି। ଝଡ଼ର ତାଣ୍ଡବ ଲୀଳା ରେ ସମାନେେ ସହଜ ରେ ଗତି କରନ୍ତି।
14 atacam-me de todos os lados. Quando estou caído, lançam-se sobre mim;
15 ମୁଁ ଭୟ ରେ ଥରୁଅଛି। ବାଯୁ ଜିନିଷସବୁକୁ ଉଡ଼ାଇ ନଲୋଭଳି ସମାନେେ ମାରେ ସମ୍ମାନକୁ ଉଡ଼ଇେ ନେଉଛନ୍ତି। ମେଘଭଳି ମାରେନିରାପତ୍ତା ହଜିଯାଉଛି।
15 vivo aterrorizado. O vento carregou minha honra; minha prosperidade passou como uma nuvem.
16 ବର୍ତ୍ତମାନ ମାରଜେୀବନ ପ୍ରାଯ ଶଷେ ହାଇଗେଲାଣି ଏବଂ ଶୀଘ୍ର ମୁଁ ମରିୟିବି। ୟନ୍ତ୍ରଣାର ଦିନଗୁଡ଼ିକ ମାେତେ ମାଡ଼ି ବସିଲାଣି।
16 “Agora, minha vida se esvai; a aflição me persegue durante o dia.
17 ମାରେ ଦହରେ ସମସ୍ତ ହାଡ଼ ରାତି ରେ ୟନ୍ତ୍ରଣା ଦିଏ। ମାରେ କଷ୍ଟ କବେେ ମାେତେ ଚୋବଇବୋ ବନ୍ଦ କରେ ନାହିଁ।
17 A noite corrói meus ossos; a dor que me atormenta não descansa.
18 ଅତ୍ଯଧିକ ଶକ୍ତି ରେ ମାରେ ଲୁଗା ମାେଡ଼ିମାଡ଼ି ହାଇେ ଆକାର ବିହୀନ ହାଇୟୋଇଛି, ମାରେଲୁଗାର ଗଳାବନ୍ଧା ମାରେ ଶ୍ବାସରୋଧ କରୁଛି।
18 Com mão forte, Deus agarra minha roupa; pega-me pela gola de minha túnica.
19 ପରମେଶ୍ବର ମାେତେ କାଦୁଅ ରେ ଫିଙ୍ଗି ଦେଲେ ଓ ମୁଁ ମଇଳା ଓ ପାଉଁଶ ଭଳି ହାଇଗଲିେ।
19 Lança-me na lama; não passo de pó e cinza.
20 ପରମେଶ୍ବର ତୁମ୍ଭର ସାହାୟ୍ଯ ପାଇଁ ମୁଁ ଚିତ୍କାର କରେ କିନ୍ତୁ ତୁମ୍ଭେ ଉତ୍ତର ଦିଅନାହିଁ ଓ ପ୍ରାର୍ଥନା କରେ କିନ୍ତୁ ତୁମ୍ଭେ କୌଣସି ଦୃଷ୍ଟି ଦିଅ ନାହିଁ।
20 “Clamo a ti, ó Deus, e não me respondes; fico em pé diante de ti, mas não me dás atenção.
21 ହେ ପରମେଶ୍ବର, ତୁମ୍ଭେ ଜାରେ ପବନ ଦ୍ବାରା ମାେତେ ଉଡ଼ାଇ ଦିଅ। ତୁମ୍ଭେ ମାେତେ ଝଡ଼ ଚାରିଆଡ଼େ ଫିଙ୍ଗିଦିଅ।
21 Tu me tratas com crueldade e usas teu poder para me perseguir.
22 ପରମେଶ୍ବର ବତାଶ ରେ ଉଡ଼ିୟିବାକୁ ମାେତେ ଅନୁମତି ଦିଅ। ତୁମ୍ଭେ ଝଡ଼ ରେ ମାେତେ ଫିଙ୍ଗି ଦଅ।
22 Tu me lanças no redemoinho e me destróis na tempestade.
23 ମୁଁ ଜାଣେ ତୁମ୍ଭେ ମୃତ୍ଯୁ ଆଡ଼କୁ କଢ଼ାଇ ଦବେ। ପ୍ରେତ୍ୟକକ ଜୀବିତ ବ୍ଯକ୍ତି ନିଶ୍ଚଯ ମରିବେ।
23 E sei que me envias para a morte, para o destino de todos os que vivem.
24 କିନ୍ତୁ ନିଶ୍ଚଯ କହେି ଜଣକୁ ଆଘାତ କରିବନି ୟିଏ ବିନଷ୍ଟ ହାଇେ ୟାଇଛି ଏବଂ ସାହାୟ୍ଯ ପାଇଁ କାନ୍ଦୁଛି।
24 “Por certo, ninguém se voltaria contra os necessitados, quando clamam por socorro em suas dificuldades.
25 ହେ ପରମେଶ୍ବର ତୁମ୍ଭେ ଜାଣ ଅସହାୟ ଲୋକଙ୍କ ପାଇଁ ମୁଁ କାନ୍ଦିଛି। ଦୀନ ଦୁଃଖିଙ୍କ ପାଇଁ ମାରହେୃଦଯ ଦୁଃଖ ରେ ଭାଙ୍ଗି ପଡ଼ିଛି।
25 Acaso eu não chorava pelos aflitos? Não me angustiava pelos pobres?
26 କିନ୍ତୁ ମୁଁ ଯେତବେେଳେ ଭଲ ଜିନିଷ ଚା ହେଁ, ତା' ବଦଳ ରେ ଖରାପ ଜିନିଷ ପାଏ। ମୁଁ ଯେତବେେଳେ ଆଲୋକର ସନ୍ଧାନ କରେ ସେତବେେଳେ ଅନ୍ଧକାର ମାଡ଼ି ଆ ସେ।
26 Esperava o bem, mas em seu lugar veio o mal; aguardava a luz, mas em seu lugar veio a escuridão.
27 ମାରେ ଅନ୍ତନାଳୀ ଆଲୋଡିତ ହେଉଛି। ୟନ୍ତ୍ରଣାର ଶଷେ ନାହିଁ ଏବଂ ବର୍ତ୍ତମାନ ମାତ୍ର ୟନ୍ତ୍ରଣା ଆରମ୍ଭ ହାଇେଛି।
27 Meu coração está agitado e não sossega; dias de aflição me atormentam.
28 ଶାେକ କରି ମୁଁ ଚାରିଆଡ଼େ ବୁଲେ, କିନ୍ତୁ ସାନ୍ତ୍ବନା ପାଏ ନାହିଁ। ମୁଁ ପ୍ରାର୍ଥନା ସଭା ରେ ଛିଡ଼ା ହୁଏ ଓ ସାହାୟ୍ଯ ପାଇଁ ଆର୍ତ୍ତନାଦ କରେ।
28 Ando nas sombras, sem a luz do sol; levanto-me em praça pública e clamo por socorro.
29 ବଣର କୁକୁର ଓ ମରୁଭୂମିର ଓଟପକ୍ଷୀ ଭଳି ମୁଁ ଏକୁଟିଆ।
29 Contudo, sou considerado irmão dos chacais e companheiro das corujas.
30 ମାେ ଦହରେ ଚମଡ଼ା ପୋଡ଼ି ୟାଇ ଛିଣ୍ଡି ପଡ଼ୁଛି। ଜ୍ବର ରେ ମାରେ ଦହେ ରେ ଭୀଷଣ ତାତି।
30 Minha pele escureceu, e meus ossos ardem de febre.
31 ବିଷାଦର ଗୀତ ଗାଇବା ପାଇଁ ମାରେ ବୀଣା ବନ୍ଧା ହାଇେଛି। କରୁଣ କ୍ରନ୍ଦନ କଲାଭଳି ମାରେ ବଂଶୀ ଶବ୍ଦ ସୃଷ୍ଟି କରୁଛି।
31 Minha harpa toca canções fúnebres, e minha flauta acompanha os que choram.”

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jó 30, comparar traduções ou montar um estudo — tudo direto pelo WhatsApp.