Jó 42
Oriya Bible (GL_ORIYA) vs ARA
1 ତା'ପରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦଇେ କହିଲା,
1 Então, respondeu Jó ao Senhor :
2 ହେ ସଦାପ୍ରଭୁ ମୁଁ ଜାଣେ ଆପଣ ସବୁକିଛି କରିପାରନ୍ତି। ତୁମ୍ଭେ ଯାହା କର ବା କରିବାକୁ ଚାହଁ, କହେି ତୁମ୍ଭକୁ ସେ କାମରୁ ନିବୃତ୍ତ କରାଇ ପାରିବେ ନାହିଁ।
2 Bem sei que tudo podes, e nenhum dos teus planos pode ser frustrado.
3 ହେ ସଦାପ୍ରଭୁ, ତୁମ୍ଭେ ମାେତେ ପଚାରିଲ, 'କିଏ ଏହି ଜ୍ଞାନହୀନ ମଣିଷ, ୟିଏ ନିର୍ବୋଧ ଭଳି କଥା କହୁଛି।' ହେ ସଦାପ୍ରଭୁ, ମୁଁ ସହେି ବିଷଯ ରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସହେିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ୟ୍ଯଜନକ ଯେ ତାହା ମାେ ବୁଝିବା ଶକ୍ତିର ବାହା ରେ।
3 Quem é aquele, como disseste, que sem conhecimento encobre o conselho? Na verdade, falei do que não entendia; coisas maravilhosas demais para mim, coisas que eu não conhecia.
4 ହେ ସଦାପ୍ରଭୁ, ତୁମ୍ଭେ ମାେତେ କହିଲ, 'ଶୁଣ ଆୟୁବ, ଆମ୍ଭେ ତୁମ୍ଭକୁ କହିବା। ଆମ୍ଭେ ତୁମ୍ଭକୁ ପ୍ରଶ୍ନ ପଚାରିବା ଓ ତୁମ୍ଭେ ତା'ର ଉତ୍ତର ଦବେ।'
4 Escuta-me, pois, havias dito, e eu falarei; eu te perguntarei, e tu me ensinarás.
5 ହେ ସଦାପ୍ରଭୁ, ଅତୀତ ରେ ମୁଁ ତୁମ୍ଭ ବିଷଯ ରେ ଶୁଣିଥିଲି। କିନ୍ତୁ ଆଜି ମୁଁ ସ୍ବଚକ୍ଷୁ ରେ ତୁମ୍ଭକୁ ଦେଖିଲି।
5 Eu te conhecia só de ouvir, mas agora os meus olhos te veem.
6 ହେ ସଦାପ୍ରଭୁ, ମୁଁ ଫେ ରଇେ ନେଉଛି ଯାହା ମୁଁ କହିଥିଲି। ହେ ସଦାପ୍ରଭୁ, ମୁଁ ବଡ଼ ଖଦେିତ ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି। ମୁଁ ମାରେମନ ପରିବର୍ତ୍ତନ କରିଛି।
6 Por isso, me abomino e me arrependo no pó e na cinza.
7 ସଦାପ୍ରଭୁ ଆୟୁବ ସହିତ କଥା ଶଷେ କଲା ପରେ ସେ ତୈମନୀଯ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲୀଫସକୁ କହିଲେ, ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କୋରଧିତ। କାହିଁକି ? କାରଣ ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।
7 Tendo o Senhor falado estas palavras a Jó, o Senhor disse também a Elifaz, o temanita: A minha ira se acendeu contra ti e contra os teus dois amigos; porque não dissestes de mim o que era reto, como o meu servo Jó.
8 ତେଣୁ ବର୍ତ୍ତମାନ ଇଲୀଫସ୍ ସାତାଟେି ଷଣ୍ଢ ଓ ସାତାଟେି ମେଣ୍ଢା ନଇେ ମାେ ଭୃତ୍ଯ ଆୟୁବ ପାଖକୁ ୟାଅ। ତାହା ବଧକରି ନିଜ ପାଇଁ ହାମବେଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦବୋ। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦବୋ ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ ବୋଧ। ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ଯ ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।
8 Tomai, pois, sete novilhos e sete carneiros, e ide ao meu servo Jó, e oferecei holocaustos por vós. O meu servo Jó orará por vós; porque dele aceitarei a intercessão, para que eu não vos trate segundo a vossa loucura; porque vós não dissestes de mim o que era reto, como o meu servo Jó.
9 ତେଣୁ ତୈମନୀଯ ଇଲୀଫସ୍, ଶୂହୀଯ ବିଲଦଦ୍ ଓ ନାମାଥୀଯ ସୋଫର ସଦାପ୍ରଭୁଙ୍କୁ ମାନିଲେ। ତା'ପରେ ସଦାପ୍ରଭୁ ଆୟୁବର ପ୍ରାର୍ଥନାର ଉତ୍ତର ଦେଲେ।
9 Então, foram Elifaz, o temanita, e Bildade, o suíta, e Zofar, o naamatita, e fizeram como o Senhor lhes ordenara; e o Senhor aceitou a oração de Jó.
10 ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା'ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ଯ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା'ର ଦୁଇଗୁଣ ସେ ଦେଲେ।
10 Mudou o Senhor a sorte de Jó, quando este orava pelos seus amigos; e o Senhor deu-lhe o dobro de tudo o que antes possuíra.
11 ତା'ପରେ ଆୟୁବର ଭାଇମାନେ, ଭଉଣୀମାନେ, ଯେଉଁ ଲୋକମାନେ ଆୟୁବକୁ ଜାଣିଥିଲେ, ସମସ୍ତେ ତା' ଘରକୁ ଆସିଲେ। ସମାନେେ ସମସ୍ତେ ଆୟୁବର ଘ ରେ ଏକ ବଡ଼ ଭୋଜି ରେ ୟୋଗ ଦେଲେ। ସମାନେେ ଆୟୁବକୁ ସାନ୍ତ୍ବନା ଦେଲେ। ସମାନେେ ଦୁଃଖ ପ୍ରକାଶ କଲେ, କାରଣ ପରମେଶ୍ବର ଆୟୁବ ପାଇଁ ବହୁତ କଷ୍ଟ ଦେଲେ। ପ୍ରେତ୍ୟକକ ବ୍ଯକ୍ତି ଆୟୁବକୁ ଖଣ୍ଡେ ରୂପା ଓ ଗୋଟିଏ ସୁନାମୁଦି ପ୍ରଦାନ କଲେ।
11 Então, vieram a ele todos os seus irmãos, e todas as suas irmãs, e todos quantos dantes o conheceram, e comeram com ele em sua casa, e se condoeram dele, e o consolaram de todo o mal que o Senhor lhe havia enviado; cada um lhe deu dinheiro e um anel de ouro.
12 ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ଯ ଅଧିକ ୟହା ତା'ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6 ,000 ଓଟ, 1,000 ହଳ ବଳଦ, 1,000 ମାଈ ଗଧ ପାଇଲେ।
12 Assim, abençoou o Senhor o último estado de Jó mais do que o primeiro; porque veio a ter catorze mil ovelhas, seis mil camelos, mil juntas de bois e mil jumentas.
13 ଆୟୁବ ସାତଟି ପୁତ୍ର ଓ ତିନିଟି ଝିଅ ଲାଭ କଲା।
13 Também teve outros sete filhos e três filhas.
14 ଆୟୁବ ତା'ର ପ୍ରଥମ ଝିଅର ନାମ ୟିନୀମା, ଦ୍ବିତୀୟ ଝିଅର ନାମ କତସୀଯା ଓ ତୃତୀୟ ଝିଅର ନାମ କେ ରଣେ ହାପ୍ପୁକ୍ ରଖିଲା।
14 Chamou o nome da primeira Jemima, o da outra, Quezia, e o da terceira, Quéren-Hapuque.
15 ଆୟୁବର ଝିଅମାନେ ସେ ଦେଶର ସବୁଠାରୁ ସୁନ୍ଦରୀ ଥିଲେ ଏବଂ ତାଙ୍କର ପିତା ସମାନଙ୍କେୁ ଅଂଶ ଦେଲେ ତାଙ୍କ ଭାଇମାନଙ୍କ ସହିତ।
15 Em toda aquela terra não se acharam mulheres tão formosas como as filhas de Jó; e seu pai lhes deu herança entre seus irmãos.
16 ଏହାପରେ ଆୟୁବ 140 ବର୍ଷ ଅଧିକା ବଞ୍ଚିଲା। ସେ ନିଜର ପିଲାମାନଙ୍କର, ନାତିନାତୁଣୀମାନଙ୍କର ଚାରିପୁରୁଷ ପର୍ୟ୍ଯନ୍ତ ଦେଖିଲା।
16 Depois disto, viveu Jó cento e quarenta anos; e viu a seus filhos e aos filhos de seus filhos, até à quarta geração.
17 ଏବଂ ଆୟୁବ ଦୀର୍ଘ ଓ ପୂର୍ଣ୍ଣ ଜୀବନ ବିତାଇବା ପରେ ବୃଦ୍ଧାବସ୍ଥା ରେ ମୃତ୍ଯୁବରଣ କଲା।
17 Então, morreu Jó, velho e farto de dias.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jó 42, comparar traduções ou montar um estudo — tudo direto pelo WhatsApp.