Jó 4

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ତୈମନୀଯ ଇଲୀଫସ୍ ଉତ୍ତର ଦେଲେ,
1 Então, respondeu Elifaz, o temanita, e disse:
2 'ମୁଁ ନିଶ୍ଚଯ କିଛି କହିବି, ଏହାଦ୍ବାରା ତୁମ୍ଭେ ଦୁଃଖିତ ହବେ କି ?
2 Se intentarmos falar-te, enfadar-te-ás? Mas quem poderá conter as palavras?
3 ଆୟୁବ ତୁମ୍ଭେ ବହୁତ ଲୋକଙ୍କୁ ଶିକ୍ଷା ଦଇେଛ। କେତେ ଦୁର୍ବଳ ଲୋକକୁ ତୁମ୍ଭେ ବଳବାନ କରିଛ।
3 Eis que ensinaste a muitos e esforçaste as mãos fracas.
4 ତୁମ୍ଭର ବାକ୍ଯ ଲୋକଙ୍କୁ ଛିଡ଼ା ହବୋକୁ ଶକ୍ତି ଦଇେଛି। ତୁମ୍ଭେ ସହେିମାନଙ୍କୁ ବଳବାନ କରିଛ, ଯେଉଁମାନେ ଦିନେ ନିଜ ଗୋଡ଼ ରେ ଛିଡ଼ା ହାଇେ ପାରୁ ନ ଥିଲେ।
4 As tuas palavras levantaram os que tropeçavam, e os joelhos desfalecentes fortificaste.
5 କିନ୍ତୁ ବର୍ତ୍ତମାନ ତୁମ୍ଭ ନିକଟକୁ ବିପଦ ଆସିଛି ଓ ତୁମ୍ଭେ ହତାଶ ହାଇେଛ, ବିପଦ ତୁମ୍ଭକୁ ଆଘାତ କରିଛି ଓ ତୁମ୍ଭେ ବିବ୍ରତ ହେଉଛ।
5 Mas agora a ti te vem, e te enfadas; e, tocando-te a ti, te perturbas.
6 ତୁମ୍ଭେ ପରମେଶ୍ବରଙ୍କୁ ଉପାସନା କର। ତୁମ୍ଭେ ତାଙ୍କୁ ବିଶ୍ବାସ କର। ତୁମ୍ଭେ ଜଣେ ଉତ୍ତମ ବ୍ଯକ୍ତି। ତାହାହିଁ ତୁମ୍ଭର ଆଶାର ସୋର୍ତ ହେଉ।
6 Porventura, não era o teu temor de Deus a tua confiança, e a tua esperança, a sinceridade dos teus caminhos?
7 ଆୟୁବ ଥରେ ଭାବି ଦେଖିଲ, କହେି ନିରପରାଧ ବ୍ଯକ୍ତି କବେେ ଧ୍ବଂସ ହାଇେଛନ୍ତି! ଉତ୍ତମ ବ୍ଯକ୍ତିମାନଙ୍କର ବିନାଶ ଘଟେ ନାହିଁ।
7 Lembra-te, agora: qual é o inocente que jamais pereceu? E onde foram os sinceros destruídos?
8 ମୁଁ ଦେଖିଛି କେତକେ ବ୍ଯକ୍ତି ଅନ୍ୟକୁ ବିପଦ ରେ ପକାନ୍ତି ଏବଂ ସମାନଙ୍କେ ଜୀବନକୁ ଦୁଃର୍ବିସହ କରି ଦିଅନ୍ତି। କିନ୍ତୁ ଶଷେ ରେ ସମାନେେ ହିଁ ଦଣ୍ଡ ପାଆନ୍ତି।
8 Segundo eu tenho visto, os que lavram iniquidade e semeiam o mal segam isso mesmo.
9 ପରମେଶ୍ବରଙ୍କ ଦଣ୍ଡ ରେ ସମାନେେ ମୃତ୍ଯୁବରଣ କରନ୍ତି। ପରମେଶ୍ବରଙ୍କ କୋର୍ଧ ରେ ସମାନେେ ଧ୍ବଂସ ହୁଅନ୍ତି।
9 Com o hálito de Deus perecem; e com o assopro da sua ira se consomem.
10 ଦୁଷ୍ଟଲୋକ ସଂହ ଭଳି ଗର୍ଜନ କରି ଶୀଘ୍ର ବଢ଼ିୟାନ୍ତି। କିନ୍ତୁ ପରମେଶ୍ବର ସମାନଙ୍କେୁ ନିରବ କରାଇ ଦିଅନ୍ତି ଓ ସମାନଙ୍କେର ଦାନ୍ତକୁ ଭାଙ୍ଗି ଦିଅନ୍ତି।
10 O bramido do leão, e a voz do leão feroz, e os dentes dos leõezinhos se quebrantam.
11 ହଁ, ସହେି ଦୁଷ୍ଟଲୋକ ଗୁଡ଼ାକ ସିଂହ ଭଳି, ଯେଉଁମାନେ ପ୍ରାଣୀମାନଙ୍କୁ ମାରିବାକୁ ପାଆନ୍ତି ନାହିଁ। ସମାନେେ ଶଷେ ରେ ମୃତ୍ଯୁବରଣ କରନ୍ତି ଓ ସମାନଙ୍କେର ପିଲାମାନେ ଚାରିଆଡ଼େ ଘୂରି ବୁଲନ୍ତି।
11 Perece o leão velho, porque não há presa, e os filhos da leoa andam dispersos.
12 ଗୁପ୍ତ ରେ ମାେ ନିକଟକୁ ଗୋଟିଏ ଖବର ଆସିଲା। ମାରେ କାନ ସହେି ବିଷଯ ରେ କିଛି ଗୁଣୁଗୁଣୁ ଶବ୍ଦ ଶୁଣିଲା।
12 Uma palavra se me disse em segredo; e os meus ouvidos perceberam um sussurro dela.
13 ରାତ୍ରିର ଗୋଟିଏ ଖରାପ ସ୍ବପ୍ନ ଭଳି ଏହା ମାରେ ନିଦ୍ରାକୁ ନଷ୍ଟ କରି ଦଲୋ।
13 Entre pensamentos de visões da noite, quando cai sobre os homens o sono profundo,
14 ମୁଁ ଭୟଭୀତ ହଲିେ ଓ ମାରେ ହାତସବୁ ଥରିଲା।
14 sobreveio-me o espanto e o tremor, e todos os meus ossos estremeceram.
15 ଏହି ସମୟରେ ଗୋଟାଏ ଆତ୍ମା ମାରେ ମୁହଁ ସମ୍ମୁଖ ରେ ଚାଲିଗଲା ଏବଂ ମାରେ ରୋମ ଟାଙ୍କୁରି ଉଠିଲା।
15 Então, um espírito passou por diante de mim; fez-me arrepiar os cabelos da minha carne;
16 ସହେି ଆତ୍ମା ମାରେ ସମ୍ମୁଖ ରେ ଥିଲା କିନ୍ତୁ ମୁଁ ତାକୁ ଦେଖି ପାରୁ ନ ଥିଲି। ତା'ର ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖ ରେ ଥିଲା ଏବଂ ଚାରିଆଡ଼େ ନିଶବ୍ଦ ଥିଲା। ତା'ପରେ ମୁଁ ଏକ ଧୀର ସ୍ବର ଶୁଣିବାକୁ ପାଇଲି।
16 parou ele, mas não conheci a sua feição; um vulto estava diante dos meus olhos; e, calando-me, ouvi uma voz que dizia:
17 ଜଣେ ମନୁଷ୍ଯ କ'ଣ ପରମେଶ୍ବରଙ୍କଠାରୁ ଅଧିକ ଧାର୍ମିକ ହାଇେ ପାରିବ? ନିଜ ସୃଷ୍ଟିକର୍ତ୍ତାଠାରୁ ମନୁଷ୍ଯ କ'ଣ ଅଧିକ ପବିତ୍ର ହାଇପୋରିବ ?
17 Seria, porventura, o homem mais justo do que Deus? Seria, porventura, o varão mais puro do que o seu Criador?
18 ଦେଖ, ପରମେଶ୍ବର ତାଙ୍କ ସ୍ବର୍ଗୀଯ ସବେକଗଣଙ୍କୁ ମଧ୍ଯ ବିଶ୍ବାସ କରିପାରନ୍ତି ନାହିଁ। ପରମେଶ୍ବର ତାଙ୍କ ଦୂତଗଣଠା ରେ ମଧ୍ଯ ଭୁଲ୍ ପାଆନ୍ତି।
18 Eis que nos seus servos não confia e nos seus anjos encontra loucura;
19 ନିଶ୍ଚିତ ରୂପେ ମନୁଷ୍ଯମାନେ ଅଧିକ ଖରାପ। ସମାନେେ ମାଟି ଘ ରେ ବାସ କରନ୍ତି। ସମାନଙ୍କେର ପ୍ରାରମ୍ଭ ଧୂଳିରୁ, ସମାନେେ ଦଳିତ ହାଇେ ପକ୍ଷୟୁକ୍ତ ପୋକ ମରିବାଠାରୁ ଅଧିକ ସହଜ ରେ ମରିୟାନ୍ତି।
19 quanto mais naqueles que habitam em casas de lodo, cujo fundamento está no pó, e são machucados como a traça!
20 ଲୋକମାନେ ପ୍ରାତଃକାଳଠାରୁ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ମରନ୍ତି, ଏବଂ ତାହା କହେି ଖାତିରି କରନ୍ତି ନାହିଁ। ସମାନେେ ମରନ୍ତି ଏବଂ ଚିରକାଳ ପାଇଁ ଚାଲି ୟାଆନ୍ତି।
20 Desde de manhã até à tarde são despedaçados; e eternamente perecem, sem que disso se faça caso.
21 ସମାନଙ୍କେର ତମ୍ବୁର ରସିସବୁ ଛିଣ୍ଡିୟାଏ, ସମାନେେ ଜ୍ଞାନଭ୍ରଷ୍ଟ ହାଇେ ମୃତ୍ଯୁବରଣ କରନ୍ତି।'
21 Porventura, não passa com eles a sua excelência? Morrem, mas sem sabedoria.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jó 4, comparar traduções ou montar um estudo — tudo direto pelo WhatsApp.