Jó 6
Oriya Bible (GL_ORIYA) vs VC
1 ଏହାପରେ ଆୟୁବ ଉତ୍ତର ଦଇେ କହିଲା, ଯଦି ମାରଦେୁଃଖ ଓଜନ କରାୟାଇ ପାରନ୍ତା।
1 Jó tomou a palavra nestes termos:
2 ଯଦି ମାରେ ସମସ୍ତ ଦୁର୍ଗତି ତରାଜୁର ଏକ ପାଖ ରେ ରଖା ୟାଆନ୍ତା,
2 Ah! se pudessem pesar minha aflição, e pôr na balança com ela meu infortúnio!
3 ତୁମ୍ଭେ ମାରେ ଦୁଃଖକୁ ବୁଝି ପାରନ୍ତ। ମାରେ ଦୁଃଖ ସମୁଦ୍ରର ସମସ୍ତ ବାଲିଠାରୁ ଅଧିକ ଭାରୀ ହୁଅନ୍ତା। ତେଣୁ ସେଥିପାଇଁ ମାରେ କଥାସବୁ ମୂର୍ଖାମୀ ବୋଲି ଜଣା ପଡ଼ୁଛି।
3 esta aqui apareceria mais pesada do que a areia dos mares: eis por que minhas palavras são desvairadas.
4 ପରମେଶ୍ବର ସର୍ବଶକ୍ତିମାନ, ତାଙ୍କର ବାଣସବୁ ମାେ ଅନ୍ତରକୁ ବିଦ୍ଧ କରୁଛି। ମାରେ ଆତ୍ମା ସହେି ବାଣର ବିଷକୁ ପାନ କରୁଛି। ପରମେଶ୍ବରଙ୍କ ମାରାତ୍ମକ ଅସ୍ତ୍ରଶସ୍ତ୍ର ସବୁ ମାରେ ବିରୁଦ୍ଧ ରେ ଗୋଟିଏ ଧାଡ଼ି ରେ ସଜାଇ ରଖାୟାଇଛି।
4 As setas do Todo-poderoso estão cravadas em mim, e meu espírito bebe o veneno delas; os terrores de Deus me assediam
5 ତୁମ୍ଭର ବାକ୍ଯସବୁ କହିବାକୁ ସହଜ, ଯେ ତବେଳେ କିଛି ଅଘଟଣ ଘଟି ନ ଥାଏ। ଏପରିକି ଗୋଟିଏ ବଣୁଆ ଗଧ ମଧ୍ଯ କିଛି ଅଭିଯୋଗ କରେ ନାହିଁ ଯେ ତବେଳେ ସେ ପ୍ରଚୁର ଘାସ ଖାଇବାକୁ ପାଏ ଏବଂ ଗୋଟିଏ ଗାଈ ମଧ୍ଯ କିଛି ଅଭିଯୋଗ କରେ ନାହିଁ, ଯେତବେେଳେ ତା' ନିକଟରେ ତା' ନିଜର ଖାଦ୍ୟ ଥାଏ।
5 Porventura orneja o asno montês, quando tem erva? Muge o touro junto de sua forragem?
6 ଲବଣ ବିନା ଖାଦ୍ୟ ସ୍ବାଦିଷ୍ଟ ଲାଗେ ନାହିଁ। ଅଣ୍ଡାର ଧଳା ଲାଳର ଯମେିତି କୌଣସି ସ୍ବାଦ ନ ଥାଏ।
6 Come-se uma coisa insípida sem sal? Pode alguém saborear aquilo que não tem gosto algum?
7 ମୁଁ ତାକୁ ସ୍ପର୍ଶ କହିବାକୁ ମନାକରେ କାରଣ ସେପ୍ରକାର ଖାଦ୍ୟ ମାେତେ ରୋଗୀଣା କରି ପକାଏ। ସହେିଭଳି ତୁମ୍ଭର କଥାଗୁଡ଼ିକ ମୁଁ ଅନୁଭବ କରୁଛି।
7 Minha alma recusa-se a tocar nisso, meu coração está desgostoso.
8 ମୁଁ ଚାହୁଁଛି, ମୁଁ ଯାହା ମାଗିଛି ତାହା ମୁଁ ପାଆନ୍ତି। ମୁଁ ଇଚ୍ଛାକରେ ଯାହା ମାରେ ଦରକାର ପରମେଶ୍ବର ମାେତେ ଦବେେ।
8 Quem me dera que meu voto se cumpra, e que Deus realize minha esperança!
9 ମୁଁ ଇଚ୍ଛା କରେ ପରମେଶ୍ବର ମାେତେ ଦଳି ଦିଅନ୍ତୁ, ତୁମ୍ଭର ହାତ ବଢ଼ାଅ ଓ ମାରି ଦିଅ।
9 Que Deus consinta em esmagar-me, que deixe suas mãos cortarem meus dias!
10 ଯଦି ସେ ତାହା କରି ମାେତେ ମାରି ଦିଅନ୍ତେ, ମୁଁ ଗୋଟିଏ ବିଷଯ ରେ ଅନ୍ତତଃ ସାନ୍ତ୍ବନା ପାଆନ୍ତି, ଏହି ନିଷ୍ଠୁର ୟନ୍ତ୍ରଣା ମଧିଅରେ ମୁଁ ଆନନ୍ଦ ପାଆନ୍ତି କାରଣ ପରମେଶ୍ବରଙ୍କ ସହେି ପବିତ୍ର ଜଣଙ୍କର କୌଣସି ଆଜ୍ଞାକୁ ମୁଁ ଅବମାନନା କରି ନାହିଁ।
10 Teria pelo menos um consolo, e exultaria em seu impiedoso tormento, por não ter renegado as palavras do Santo.
11 ମାରେ କ'ଣ ଶକ୍ତି ବାକି ରହିଛି ଯେ ମୁଁ ଆଶା କରିବି ? ମୁଁ ଜାଣନୋ ମାରେ କ'ଣ ହବୋକୁ ଯାଉଛି। ସେଥିପାଇଁ ମାରେ ର୍ଧୈୟ୍ଯ ଧରିବା ପାଇଁ କୌଣସି କାରଣ ନାହିଁ।
11 Pois, que é minha força para que eu espere, qual é meu fim, para me portar com paciência?
12 ମୁଁ ପଥର ଭଳି ଶକ୍ତ ନୁହେଁ। ମାରେ ମାଂସ ତମ୍ବା ରେ ତିଆରି ନୁହେଁ।
12 Será que tenho a fortaleza das pedras, e será de bronze minha carne?
13 ନିଜକୁ ସାହାୟ୍ଯ କରିବାକୁ ମାରେଶକ୍ତି ବର୍ତ୍ତମାନ ନାହିଁ। କାରଣ ସମସ୍ତ ସଫଳତା ମାଠାରୁେ କାଢ଼ି ନିଆୟାଇଛି।
13 Não encontro socorro algum, qualquer esperança de salvação me foi tirada.
14 ଜଣେ ବ୍ଯକ୍ତିର ସାଙ୍ଗମାନେ ତା'ର କଷ୍ଟ ସମୟରେ ତାକୁ ଦୟା କରିବା କଥା, ଯଦିଓ ସେ ସର୍ବଶକ୍ତିମାନ ପରମେଶ୍ବରଙ୍କଠାରୁ ବିମୁଖ ହୁଏ।
14 Recusar a piedade a um amigo é abandonar o temor ao Todo-poderoso.
15 କିନ୍ତୁ ତୁମ୍ଭେ ମାରେ ଭାଇମାନେ ମାେ ପ୍ରତି ବିଶ୍ବସ୍ତ ନୁହଁ। ମୁଁ ତୁମ୍ଭ ଉପରେ ନିର୍ଭର କରିପାରିବି ନାହିଁ। ତୁମ୍ଭେ ଝରଣା ପରି ସମୟ ସମୟରେ ବହୁଥାଅ ଓ ଅନ୍ୟ ସମୟରେ ନୁହଁ। ତୁମ୍ଭେ ସହେି ଉଛୁଳିବା ଝରଣାପରି।
15 Meus irmãos são traiçoeiros como a torrente, como as águas das torrentes que somem.
16 କେତବେେଳେ ବରଫ ରେ ଭର୍ତ୍ତି ହାଇୟୋଏ ଏବଂ ବରଫ ତରଳି ୟାଏ।
16 Rolam agitadas pelo gelo, empoçam-se com a neve derretida.
17 କିନ୍ତୁ ସେତବେେଳେ ପାଗ ଉତ୍ତପ୍ତ ଓ ଶୁଖିଲା ଥାଏ ଜଳ ପ୍ରବାହିତ ବନ୍ଦ ହୁଏ।
17 No tempo da seca, elas se esgotam, e ao vir o calor, seu leito seca.
18 ବ୍ଯବସାଯୀ ତାଙ୍କ ପଥରୁ ପାଣି ଖାଜେିବ ପାଇଁ ବିମୁଖ ହୁଅନ୍ତି। ସମାନେେ ମରୁଭୂମିକୁ ଚାଲିୟାଆନ୍ତି ଓ ହଜିୟାଆନ୍ତି।
18 as caravanas se desviam das veredas, penetram no deserto e perecem;
19 ମାରେ ବ୍ଯବସାଯୀ ପାଣିର ଅନ୍ବଷେଣ କଲେ। ଶିବାର ପଥିକଗଣ ଆଶାକରି ଅପେକ୍ଷା କରନ୍ତି।
19 As caravanas de Tema espreitavam, os comboios de Sabá contavam com elas;
20 ସମାନେେ ନିଶ୍ଚିତ ଥିଲେ ଯେ ସମାନେେ ନିଶ୍ଚଯ ପାଣି ପାଇବେ କିନ୍ତୁ ଶଷେ ରେ ସମାନେେ ନିରାଶ ହେଲେ।
20 ficaram transtornados nas suas suposições: ao chegarem ao lugar, ficaram confusos.
21 ବର୍ତ୍ତମାନ ତୁମ୍ଭେ ସହେି ଷୋର୍ତଭଳି କିଛି ନୁହଁ। ତୁମ୍ଭେ ମାରେ ବିପଦ ଦେଖି ଭୟଭୀତ ହେଉଅଛ କି ?
21 É assim que falhais em cumprir o que de vós se esperava nesta hora; a vista de meu infortúnio vos aterroriza.
22 ମୁଁ ତୁମ୍ଭକୁ ସାହାୟ୍ଯ ମାଗିଛି କି ? ନାଁ, କିନ୍ତୁ ତୁମ୍ଭେ ସ୍ବଇଚ୍ଛା ରେ ମାେତେ ତୁମ୍ଭର ଉପଦେଶ ଦେଉଅଛ।
22 Porventura, disse-vos eu: Dai-me qualquer coisa de vossos bens, dai-me presentes,
23 ମୁଁ ତୁମ୍ଭକୁ କହିଛି କି ? ' ମାେତେ ଶତ୍ରୁ କବଳରୁ ଉଦ୍ଧାର କର। ମାେତେ ନିଷ୍ଠୁର ଲୋକଙ୍କ କବଳରୁ ବଞ୍ଚାଅ।'
23 livrai-me da mão do inimigo, e tirai-me do poder dos violentos?
24 ମାେତେ ଶିକ୍ଷା ଦିଅ। ତା' ଉତ୍ତା ରେ ମୁଁ ନିରବ ରହିବି। ମାେତେ କୁହ ମୁଁ କ'ଣ ଭୁଲ କରୁଛି।
24 Ensinai-me e eu me calarei, mostrai-me em que falhei.
25 ସାଧୁ ବାକ୍ଯ ବଡ଼ ଶକ୍ତିଶାଳୀ, କିନ୍ତୁ ତୁମ୍ଭର ୟୁକ୍ତି କିଛି ପ୍ରମାଣ କରୁନାହିଁ।
25 Como são eficazes as expressões conforme a eqüidade! Mas em que podereis surpreender-me?
26 ତୁମ୍ଭେ କ'ଣ ମାେତେ ସମାଲୋଚନା କରିବା ପାଇଁ ଯୋଜନା କରୁଛ ଯେ, ବିନା କୌଣସି ଆଶାର ବକ୍ତା ପବନ ପରି ଅଟେ।
26 Pretendeis censurar palavras? Palavras desesperadas, leva-as o vento.
27 ତୁମ୍ଭ ଅନାଥଙ୍କର ଜିନିଷ ଜିତିବା ପାଇଁ ମଧ୍ଯ ଗୁଳାବାଣ୍ଟ କରିବ, ତୁମ୍ଭେ ନିଜର ବନ୍ଧୁକୁ ମଧ୍ଯ ବିକ୍ରି କରିଦବେ।
27 Seríeis capazes de pôr em leilão até mesmo um órfão, de traficar o vosso amigo!
28 ଏବେ ବର୍ତ୍ତମାନ ତୁମ୍ଭେ ମାରେ ମୁହଁ ଦେଖି କୁହ ମୁଁ ତୁମ୍ଭକୁ ମିଛ କହିବି? ନା !
28 Vamos, peço-vos, olhai para mim face a face, não mentirei.
29 ସେଥିପାଇଁ ତୁମ୍ଭର ମନ ପରିବର୍ତ୍ତନ କର ଓ ପକ୍ଷପାତ କର ନାହିଁ। ପୁନର୍ବାର ବିଚାର କର ମୁଁ ନିରୀହ ଅଟେ।
29 Vinde de novo; não sejais injustos; vinde: estou inocente nessa questão.
30 ମୁଁ ମିଛ କହୁନାହିଁ ।ଏବଂ ମୁଁ ଜାଣେ କେଉଁଟି ଭଲ ଓ ମନ୍ଦ।
30 Haverá iniqüidade em minha língua? Meu paladar não sabe discernir o mal?
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jó 6, comparar traduções ou montar um estudo — tudo direto pelo WhatsApp.