Jó 7

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଆୟୁବ ଉତ୍ତର ଦଲୋ, ପୃଥିବୀ ରେ କ'ଣ ମନୁଷ୍ଯ ସଂଗ୍ରାମ କରେ ନାହିଁ? ତା'ର ଜୀବନ ହେଉଛି ଜଣେ ବତନେ ପାଉଥିବା ଶ୍ରମିକର ଜୀବନ ସଦୃଶ।
1 A vida do homem sobre a terra é uma luta, seus dias são como os dias de um mercenário.
2 ମଣିଷ, ଜଣେ ଦାସ ଯଭେଳି ଦିନର କଠିନ ଶ୍ରମ ପରେ ଶୀତଳ ଛାଯା ଚା ହେଁ। ମଣିଷ ଜଣେ ମୂଲ ପାଉଥିବା ବ୍ଯକ୍ତି ଯମେିତି ତା'ର ବତନେ ଦିନକୁ ଅପେକ୍ଷା କରେ।
2 Como um escravo que suspira pela sombra, e o assalariado que espera seu soldo,
3 ଅନକେ ମାସ ମାେତେ ନିରାଶ କରି ରାତ୍ରି ପରେ ରାତ୍ରି କଷ୍ଟ ଦିଆୟାଇ ଥିଲା।
3 assim também eu tive por sorte meses de sofrimento, e noites de dor me couberam por partilha.
4 ଯେତବେେଳେ ମୁଁ ଶଯନ କରେ, ମୁଁ କ ହେ, 'ଆଉ କେତେ ସମୟ ପରେ ଶୟ୍ଯା ତ୍ଯାଗ କରିବି।' ମାତ୍ର ରାତ୍ରି ଦୀର୍ଘ ହୁଏ। ଏବଂ ପ୍ରଭାତ ପର୍ୟ୍ଯନ୍ତ ମୁଁ ବିଛଣା ରେ ଛଟପଟ ହୁଏ।
4 Apenas me deito, digo: Quando chegará o dia? Logo que me levanto: Quando chegará a noite? E até a noite me farto de angústias.
5 ଯଦିଓ ମାରେ ଶରୀର ପୋଷାକ ଆଚ୍ଛାଦିତ ଏକ କୀଟ ଓ ଧୂଳିର ସମାହାର। ମାରେ ଚର୍ମ ଫାଟିୟାଏ ଏବଂ ବହୁଥିବା ଘା ରେ ଢ଼ାଙ୍କି ହାଇେଛି।
5 Minha carne se cobre de podridão e de imundície, minha pele racha e supura.
6 ମାରେ ଦିନଗୁଡ଼ିକ ଶୀଘ୍ର ଗଡ଼ିୟାଏ। ଏହା ତନ୍ତୀର ନଳୀଠାରୁ ଆହୁରି ଦ୍ରୁତଗାମୀ। ଶଷେ ରେ ଜୀବନଟା କୌଣସି ଆଶାର ପୂରଣ ବିନା ଶଷେ ହାଇୟୋଏ।
6 Meus dias passam mais depressa do que a lançadeira, e se desvanecem sem deixar esperança.
7 ପରମେଶ୍ବର, ମନକରେ ମାରେ ଜୀବନ କବଳେ ଗୋଟିଏ ପ୍ରଶ୍ବାସ। ମୁଁ କବେେ ଆଉ କୌଣସି ଭଲ ବିଷଯ ଦେଖିବି ନାହିଁ।
7 Lembra-te de que minha vida nada mais é do que um sopro, de que meus olhos não mais verão a felicidade;
8 ତୁମ୍ଭେ ବି ମାେତେ ଆଉ ଦେଖିବ ନାହିଁ। ତୁମ୍ଭେ ମାେତେ ଖାଜେିବ କିନ୍ତୁ ମୁଁ ନ ଥିବି।
8 o olho que me via não mais me verá, o teu me procurará, e já não existirei.
9 ଉଷା ମେଘ ଅଦୃଶ୍ଯ ହେଲାପରି, ଜଣେ ବ୍ଯକ୍ତି କବର ଭିତରକୁ ୟାଏ ଏବଂ ସେ ସେଥିରୁ ଫରେି ଆ ସେ ନାହିଁ।
9 A nuvem se dissipa e passa: assim, quem desce à região dos mortos não subirá de novo;
10 ସେ ଆଉ ତା'ର ଆପଣା ବାସଗୃହକୁ କବେେ ଆସିବ ନାହିଁ। ଏବଂ ତା'ର ସେ ପୁରୁଣା ଘର ମଧ୍ଯ ତାକୁ ଆଉ ଚିହ୍ନିବ ନାହିଁ।
10 não voltará mais à sua casa, sua morada não mais o reconhecerá.
11 ତେଣୁ ମୁଁ ଆଉ ନିରବ ରହିପାରିବି ନାହିଁ, ମୁଁ ମାରେ ଆତ୍ମାର ବଦନୋ ପ୍ରକାଶ କରିବି। ମୁଁ ଅଭିଯୋଗ କରିବି କାରଣ ମାରେଆତ୍ମା ତିକ୍ତ ହାଇେଅଛି।
11 E por isso não reprimirei minha língua, falarei na angústia do meu espírito, queixar-me-ei na tristeza de minha alma:
12 ହେ ପରମେଶ୍ବର, କାହିଁକି ତୁମ୍ଭେ ମାେତେ ପ୍ରହରା ଦେଉଛ ? ମୁଁ କ'ଣ ସମୁଦ୍ର ପରି ନା ସାମୁଦ୍ରିକ ରାକ୍ଷସ ପରି ?
12 Porventura, sou eu o mar ou um monstro marinho, para me teres posto um guarda contra mim?
13 ଯଦି ମୁଁ କ ହେ ମାରେ ବିଛଣା ମାେତେ ଆନନ୍ଦ ଆଣି ଦବୋ ଉଚିତ୍। ମାରେ ବିଛଣା ମାେତେ ବିଶ୍ରାମ ଓ ଶାନ୍ତି ଆଣି ଦବୋ ଉଚିତ୍।
13 Se eu disser: Consolar-me-á o meu leito, e a minha cama me aliviará,
14 କିନ୍ତୁ ହେ ପରମେଶ୍ବର, ମାରେ ଶଯନ ସମୟରେ ତୁମ୍ଭେ ମାେତେ ସ୍ବପ୍ନ ରେ ଭୟ ଦଖାେଉଛ। ତା'ପରେ ତୁମ୍ଭେ ମାେତେ ଦର୍ଶନ ରେ ଡ଼ରାଉଛ।
14 tu me aterrarás com sonhos, e me horrorizarás com visões.
15 ତେଣୁ ମୁଁ ବଞ୍ଚିବାଠାରୁ ଶ୍ବାସ ରୋଧ ହାଇେ ମରିବାକୁ ଅଧିକ ପସନ୍ଦ କରେ।
15 Preferiria ser estrangulado; antes a morte do que meus tormentos!
16 ମୁଁ ଏ ଜୀବନକୁ ଘୃଣା କରେ। ମୁଁ ତ୍ଯାଗ କରୁଛି, ମୁଁ ଅଧିକ ଦିନ ବଞ୍ଚିବି ନାହିଁ। ମାେତେ ଛାଡ଼, ମାରେ ବଞ୍ଚିବାର କିଛି ଅର୍ଥ ନାହିଁ।
16 Sucumbo, deixo de viver para sempre; deixa-me; pois meus dias são apenas um sopro.
17 ହେ ପରମେଶ୍ବର, କାହିଁକି ମଣିଷ ତୁମ୍ଭ ପାଇଁ ଏତେ ମହତ୍ତ୍ବାପୂର୍ଣ୍ଣ। ତୁମ୍ଭେ କାହିଁକି ତାକୁ ସମ୍ମାନ ଦବେ ? ତୁମ୍ଭେ କାହିଁକି ତା'ପ୍ରତି ଧ୍ଯାନ ଦବେ ?
17 O que é um homem para fazeres tanto caso dele, para te dignares ocupar-te dele,
18 କାହିଁକି ମଣିଷକୁ ତୁମ୍ଭେ ପ୍ରେତ୍ୟକକ ସକାଳ ରେ ସାକ୍ଷାତ କର ଏବଂ ତା'ର ପ୍ରେତ୍ୟକକ ମୁହୂର୍ତ୍ତକୁ ପରୀକ୍ଷା କର।
18 para visitá-lo todas as manhãs, e prová-lo a cada instante?
19 ତୁମ୍ଭେ କେତକୋଳ ପର୍ୟ୍ଯନ୍ତ ମାଠାରୁେ ଆପଣା ଦୃଷ୍ଟି ଦୂ ରଇେ ରଖିବ? ତୁମ୍ଭେ ମାେତେ ଏକାଳି ବହୁକାଳ ପର୍ୟ୍ଯନ୍ତ ଗ୍ରାସିତ ହବୋକୁ ଛାଡି ଦିଅ ନାହିଁ।
19 Quando cessarás de olhar para mim, e deixarás que eu engula minha saliva?
20 ଯଦି ମୁଁ କିଛି ପାପ କରିଛି ତାହା କିପରି ତୁମ୍ଭକୁ ଆଘାତ କରୁଛି? ୟିଏ ମଣିଷମାନଙ୍କ ଉପରେ ସତର୍କ ଦୃଷ୍ଟି ରଖନ୍ତି। କାହିଁକି ତୁମ୍ଭେ ମାେତେ ଆପଣା ଲକ୍ଷ୍ଯ ସ୍ବରୂପ ରଖିଛ? ମୁଁ କ'ଣ ତୁମ୍ଭ ପାଇଁ କୌଣସି ସମସ୍ଯା ହାଇେଛି?
20 Se pequei, que mal te fiz, ó guarda dos homens? Por que me tomas por alvo, e me tornei pesado a ti?
21 କାହିଁକି ତୁମ୍ଭେ ମାେତେ କ୍ଷମା କରୁ ନାହଁ, ଯଦି ମୁଁ କିଛି ଅଧର୍ମ କରିଥାଏ ? କାହିଁକି ମାରେ କୌଣସି ପାପ କ୍ଷମା କରୁନାହଁ ?
21 Por que não toleras meu pecado e não apagas minha culpa? Eis que vou logo me deitar por terra; tu me procurarás, e já não existirei.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jó 7, comparar traduções ou montar um estudo — tudo direto pelo WhatsApp.