Jeremias 10

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ହେ ଇଶ୍ରାୟେଲ ବଂଶ ସଦାପ୍ରଭୁଙ୍କ ବାକ୍ଯ ଶୁଣ।
1 Ó Israel, ouça esta palavra do S enhor para você!
2 ସଦାପ୍ରଭୁ ଏହିକଥା କହନ୍ତି,
2 Assim diz o S enhor : “Não se comportem como as outras nações, que tentam ler seu futuro nas estrelas. Não tenham medo de suas previsões, ainda que elas encham outras nações de terror.
3 ଅନ୍ୟ ଦେଶୀଯମାନଙ୍କର ସକଳ ବିଧି ବ୍ଯବସ୍ଥା ଅସାର କାରଣ ଅରଣ୍ଯରୁ ବୃକ୍ଷ ଚ୍ଛଦନେ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ଯହୀନ। ସଗେୁଡ଼ିକ ଦବେତା ନୁହଁନ୍ତି।
3 Os costumes dessas nações são inúteis: cortam uma árvore, e dela o artesão esculpe um ídolo.
4 ସମାନେେ ସଗେୁଡ଼ିକୁ ସୁନା ଓ ରୂପା ରେ ସଜ୍ଜିତ କରନ୍ତି। ସମାନେେ ସଗେୁଡ଼ିକୁ ହାତୁଡ଼ି ଦ୍ବାରା କଣ୍ଟା ବାଡ଼ଇେ ଦୃଢ଼ କରନ୍ତି, ଯେପରି ସଗେୁଡ଼ିକ ଟଳମଳ ହବେେ ନାହିଁ କିଅବା ପଡ଼ିବେ ନାହିଁ।
4 Enfeitam-no com ouro e prata e fixam-no com martelo e pregos, para que não tombe.
5 ସେସବୁ ତାଳଗଛ ତୁଲ୍ଯ, କୁନ୍ଦା ଓ କଥା କହନ୍ତି ନାହିଁ। ସମାନଙ୍କେୁ ବହନ କରିବାକୁ ହୁଏ କାରଣ ସମାନେେ ଚାଲିପାରନ୍ତି ନାହିଁ। ତେଣୁ ସମାନଙ୍କେୁ ଭୟ କର ନାହିଁ, କାରଣ ସମାନେେ ଅମଙ୍ଗଳ କରିପାରିବେ ନାହିଁ କିଅବା ମଙ୍ଗଳ କରିବାକୁ ସମାନଙ୍କେର ଶକ୍ତି ନାହିଁ।
5 Seus deuses são como espantalhos numa plantação de pepinos. Não são capazes de falar e precisam ser carregados, pois não conseguem andar. Não tenham medo desses deuses, pois não podem lhes fazer nem mal, nem bem”.
6 ହେ ସଦାପ୍ରଭୁ, ତୁମ୍ଭେ ଅତି ମହାନ, ତୁମ୍ଭ ତୁଲ୍ଯ ଆଉ କହେି ନାହାଁନ୍ତି। ତୁମ୍ଭର ନାମ ମହତ୍ ଓ ପରାକ୍ରମଶାଳୀ।
6 S enhor , não há ninguém semelhante a ti! Tu és grande, e teu nome é poderoso.
7 ତେଣୁ ହେ ପରମେଶ୍ବର, ତୁମ୍ଭେ ସର୍ବଦେଶୀଯମାନଙ୍କ ମଧିଅରେ ମହାନ୍। ତୁମ୍ଭକୁ କିଏ ଭୟ ନ କରିବ ? ତୁମ୍ଭେ ତାହାର ଯୋଗ୍ଯ। ସର୍ବଦେଶୀଯ ମଧିଅରେ ବହୁ ଜ୍ଞାନୀ ଲୋକ ଅଛନ୍ତି, ମାତ୍ର ସମଗ୍ର ରାଜକୀଯ, ଐଶ୍ବର୍ୟ୍ଯଶାଳୀ ଓ ଜ୍ଞାନୀମାନଙ୍କ ମଧିଅରେ ତୁମ୍ଭ ତୁଲ୍ଯ କହେି ନାହାନ୍ତି।
7 Quem não te temeria, ó Rei das nações? Esse título pertence a ti somente! Entre todos os sábios da terra e em todos os reinos do mundo, não há ninguém semelhante a ti.
8 ଅନ୍ୟ ଦେଶୀଯମାନେ ସମସ୍ତେ ନିର୍ ବୋଧ ଓ ଅଜ୍ଞାନ। ସମାନଙ୍କେର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ଯହୀନ। ସହେି ମୂର୍ତ୍ତିଗୁଡ଼ିକ କବଳେ କାଷ୍ଠ ମାତ୍ର।
8 Os que adoram ídolos são tolos e insensatos; adoram objetos feitos de madeira.
9 ସମାନେେ ତର୍ଶୀଶରୁ ପିଟା ରୂପାପାତ୍ର ଓ ଉପଂସରୁ ସୁନା ଆଣି କାରିଗର ଓ ସ୍ବର୍ଣ୍ଣକାର ହସ୍ତ ରେ ପ୍ରତିମାମାନ ନିର୍ମାଣ କରାନ୍ତି। ସଗେୁଡ଼ିକ ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ର ରେ ଆଚ୍ଛାଦନ କରନ୍ତି। ସଗେୁଡ଼ିକ ନିପୁଣ ଶିଳ୍ପୀମାନଙ୍କର କୃତକର୍ମ।
9 Trazem placas de prata batida de Társis e ouro de Ufaz e entregam a artesãos habilidosos, que fazem seus ídolos. Vestem-nos com mantos azuis e roxos, feitos por hábeis alfaiates.
10 ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।
10 Mas o S enhor é o único Deus verdadeiro; ele é o Deus vivo e o Rei eterno! A terra treme com sua ira; as nações não podem suportar sua fúria.
11 ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'
11 Diga isto àqueles que adoram outros deuses: “Esses deuses, que não fizeram os céus nem a terra, desaparecerão da terra e de debaixo dos céus”.
12 ପରମେଶ୍ବର ସ୍ବପରାକ୍ରମ ରେ ପୃଥିବୀ ନିର୍ମାଣ କରିଅଛନ୍ତି। ସେ ନିଜର ଜ୍ଞାନଦ୍ବାରା ଜଗତ ସ୍ଥାପନ କରିଅଛନ୍ତି ଓ ନିଜ ବୁଦ୍ଧି ବଳ ରେ ପୃଥିବୀ ଉପ ରେ ଆକାଶମଣ୍ଡଳକୁ ବିସ୍ତାର କରିଅଛନ୍ତି।
12 O S enhor , porém, fez a terra com seu poder e a estabeleceu com sua sabedoria. Com seu entendimento, estendeu os céus.
13 ପରମେଶ୍ବର ଭୟଙ୍କର ବଜ୍ରର କାରଣ ଓ ସେ ଆକାଶର ଜଳରାଶିର ସୃଷ୍ଟିକର୍ତ୍ତା। ସେ ପୃଥିବୀ ଶଷେପୃଷ୍ଠରୁ ବାଦଲ ଉଠାନ୍ତି ଏବଂ ବର୍ଷା ଓ ବିଜୁଳି କରାନ୍ତି। ସେ ନିଜ ଭଣ୍ଡାର ଘରୁ ବାଯୁ ପ୍ରବାହିତ କରନ୍ତି।
13 Quando fala no meio do trovão, as chuvas rugem nos céus. Eleva as nuvens acima da terra, envia relâmpagos com a chuva e ordena que o vento saia de seus depósitos.
14 ସମସ୍ତ ମୂର୍ତ୍ତିପୂଜକ ନିର୍ବୋଧ ଓ ଅଜ୍ଞାନୀ ବୋଲି ଜଣା ପଡ଼ିବେ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ମୂର୍ତ୍ତିଗୁଡ଼ିକ ପାଇଁ ଲଜ୍ଜିତ। କାରଣ ତାଙ୍କର ମୂର୍ତ୍ତିଗୁଡ଼ିକ ମିଥ୍ଯା ଓ ସମାନଙ୍କେଠା ରେ ପ୍ରାଣବାଯୁ ନାହିଁ।
14 Todo ser humano é tolo e não tem conhecimento! Os artesãos são envergonhados pelos ídolos que fazem, pois as imagens que esculpiram são uma fraude; não têm fôlego nem poder.
15 ସହେି ମୂର୍ତ୍ତିଗୁଡ଼ିକ ଅସାର ଓ ପରିହସୟୋଗୀ। ଯେତବେେଳେ ସମାନଙ୍କେର ବିନାଶ ସମୟ ଆସିବ, ସମାନେେ ଧ୍ବଂସ ହବେେ।
15 Os ídolos são inúteis, são mentiras ridículas; no dia do acerto de contas, serão todos destruídos.
16 ମାତ୍ର ଯାକୁବଙ୍କର ପରମେଶ୍ବର ସମାନଙ୍କେ ପରି ନୁହଁନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇଶ୍ରାୟେଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ବରଙ୍କ ନାମ ସୈନ୍ଯାଧିପତି ସଦାପ୍ରଭୁ।
16 Mas o Deus de Israel não é como esses ídolos; ele é o Criador de todas as coisas, incluindo Israel, a nação que lhe pertence. Seu nome é S
17 ହେ ଅବରୁଦ୍ଧ ଯିହୁଦା ନିବାସୀ, ତୁମ୍ଭମାନେେ ନିଜ ନିଜ ଜିନିଷ ସଂଗ୍ରହ କରି ଦେଶତ୍ଯାଗ କରିବାକୁ ପ୍ରସ୍ତୁତ ହୁଅ।
17 Reúnam seus pertences e preparem-se para partir; o cerco está para começar.
18 ସଦାପ୍ରଭୁ ଏହିକଥା କହନ୍ତି, ଆମ୍ଭେ ଏହି ସମୟରେ ଦେଶବାସୀଙ୍କୁ ଦେଶରୁ ଫିଙ୍ଗି ଦବୋ। ସମାନଙ୍କେୁ ଏପରି ଦୁଃଖ ଓ କ୍ଲେଶ ଦବୋ ଯେ ସମାନେେ ଉପୟୁକ୍ତ ଶିକ୍ଷା ଲାଭ କରିପାରିବେ।
18 Pois assim diz o S enhor : “Lançarei fora repentinamente todos vocês que vivem nesta terra. Derramarei sobre vocês grandes aflições; finalmente sentirão minha ira”.
19 ହାୟ, ମୁଁ ଯିରିମିୟ ଅତ୍ଯନ୍ତ କ୍ଷତ ଓ ବଦନୋଗ୍ରସ୍ତ ତଥାପି ମୁଁ କହିଲି, ଏହା ମାହେର ବଦନୋ ଓ ମାେତେ ଏହା ସହିବାକୁ ହବେ।
19 Minha ferida é grave, e minha dor é grande. Minha doença não tem cura, mas devo suportá-la.
20 ମାରେ ତମ୍ବୁ ଧ୍ବଂସ ପାଇୟାଇଛି। ମାରେତମ୍ବୁର ସମସ୍ତ ରଜ୍ଜୁ ଛିଣ୍ଡି ୟାଇଅଛି। ମାରେ ପିଲାମାନେ ମାେ ପାଖରୁ ଚାଲି ୟାଇଅଛନ୍ତି। ମାେ ପାଖ ରେ ଆଉ କହେି ନାହାଁନ୍ତି। ମାରେତମ୍ବୁକୁ ପ୍ରସାରିବାକୁ ଓ ମାରେତମ୍ବୁର ବାଡ଼ ଲଗାଇବାକୁ କହେି ନାହାଁନ୍ତି।
20 Destruíram minha casa, e não resta ninguém que me ajude a reconstruí-la. Levaram meus filhos; nunca mais os verei.
21 କାରଣ ପାଳକଗଣ ପଶୁବତ୍ ନିର୍ବୋଧ ହାଇେଅଛନ୍ତି, ସମାନେେ, ସଦାପ୍ରଭୁ କ'ଣ ଚାହୁଁଛନ୍ତି, ତାହା ଜାଣିବା ପାଇଁ ଚେଷ୍ଟା କରନ୍ତି ନାହିଁ। ସେଥିପାଇଁ ସମାନେେ ଉନ୍ନତି କରୁ ନାହାଁନ୍ତି ଏବଂ ସମାନଙ୍କେର ପିଲାସବୁ ଚ୍ଛିନ୍ନଭିନ୍ନ ହାଇେଅଛନ୍ତି।
21 Os pastores do meu povo perderam a razão; não buscam mais o S Por isso fracassaram, e seus rebanhos estão espalhados.
22 ଏକ ମହାରବ ଶୁଣ। ସହେି ରବ ଉତ୍ତର ଦିଗରୁ ଆସୁଅଛି। ତହା ଯିହୁଦାର ନଗରସବୁ ଧ୍ବଂସ କରିବ ଓ ତାହା ଏକ ପ୍ରାନ୍ତର ରେ ପରିଣତ ହବେ। ଆଉ ସଗେୁଡ଼ିକ ଶୃଗାଳର ବାସସ୍ଥାନ ହବେ।
22 Ouçam o ruído assustador dos grandes exércitos que avançam do norte! As cidades de Judá serão destruídas e se tornarão morada de chacais.
23 ହେ ସଦାପ୍ରଭୁ, ମୁଁ ଜାଣେ, ମନୁଷ୍ଯ ତା'ର ନିଜର ଭାଗ୍ଯକୁ ନିଯନ୍ତ୍ରଣ କରିପାରିବ ନାହିଁ। ସେ କହିପା ରେ ନାହିଁ, ତା' ପାଇଁ କ'ଣ ଘଟିବ। ସେ ପ୍ରକୃତ ନ୍ଯାଯ ଓ ଧର୍ମ ରେ ବଞ୍ଚିବା ଜାଣୁ ନାହିଁ।
23 Eu sei, ó S enhor , que nossa vida não nos pertence; não somos capazes de planejar o próprio caminho.
24 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦମନ କର। ମାତ୍ର ସୁବିବଚେନା ରେ ତାହା କର। କୋର୍ଧ ରେ ତାହା କର ନାହିଁ, ଯଦି ତୁମ୍ଭେ ଏପରି କର ତବେେ ଆମ୍ଭେ ଧ୍ବଂସ ହାଇଯେିବୁ।
24 Por isso, S enhor , corrige-me, mas não sejas severo demais; não uses tua ira, pois se o fizesses eu morreria.
25 ଯଦି ତୁମ୍ଭେ ଆପଣା କୋପ ଢ଼ାଳୁଅଛ, ତବେେ ଅନ୍ୟଦେଶୀଯମାନଙ୍କ ଉପ ରେ ଢ଼ାଳିଦିଅ। କାରଣ ସମାନେେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମ ରେ ପ୍ରାର୍ଥନା କରନ୍ତି ନାହିଁ। ସମାନେେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ସମାନେେ ଇଶ୍ରାୟେଲ ବଂଶକୁ ବିନାଶ କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛନ୍ନ କରିଛନ୍ତି।
25 Derrama tua fúria sobre as nações que não te conhecem, sobre os povos que não invocam teu nome. Pois devoraram teu povo, Israel; sim, o devoraram e o consumiram, transformando a terra num lugar desolado.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 10, comparar traduções ou montar um estudo — tudo direto pelo WhatsApp.