Jeremias 11

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ଯ ଉପସ୍ଥିତ ହେଲା। ତାହା ହେଉଛି ଏହି,
1 Esta é a palavra que veio a Jeremias da parte do Senhor:
2 ହେ ଯିରିମିୟ, ତୁମ୍ଭେ ଏହି ନିଯମର ବାକ୍ଯ ଶୁଣ। ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଏହା ଜଣାଅ।
2 "Ouçam os termos desta aliança; e, você, repita-os ao povo de Judá e aos habitantes de Jerusalém.
3 ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ଯେଉଁ ବ୍ଯକ୍ତି ଏହି ନିଯମ ପାଳନ ନ କରିବ ତାହା ପ୍ରତି ମନ୍ଦ ଘଟିବ।'
3 Diga-lhes que assim diz o Senhor, o Deus de Israel: ‘Maldito é aquele que não obedecer aos termos desta aliança,
4 ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ଯେତବେେଳେ ଆଣିଲୁ ତାହା ଏକ ଲୌହ ଅଗ୍ନିକୁଣ୍ଡ ସଦୃଶ ନାନା ଦୁଃଖ ଦୁର୍ବିପାକରେ ପୂର୍ଣ୍ଣ ଥିଲା, ସତେିକି ବେଳେ ସମାନଙ୍କେୁ ବାହାର କରି ଆଣି ଏହି ଆଦେଶ ଦଇେଥିଲୁ, ତୁମ୍ଭମାନେେ ଆମ୍ଭର ଆଜ୍ଞା ପାଳନ କର। ତାହା ହେଲେ ତୁମ୍ଭମାନେେ ଆମ୍ଭର ଲୋକ ହବେ ଓ ଆମ୍ଭେ ତୁମ୍ଭର ପରମେଶ୍ବର ହବୋ।
4 os quais ordenei aos antepassados de vocês, quando eu os tirei do Egito, da fornalha de fundir ferro’. Eu disse: Obedeçam-me e façam tudo o que lhes ordeno, e vocês serão o meu povo, e eu serei o seu Deus.
5 ଆମ୍ଭେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ଶପଥ କରି କହିଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ ଏକ ଦୁଗ୍ଧ, ମଧୁର ଉର୍ବର ଦେଶ ଦବୋ ଓ ତାହା ତୁମ୍ଭମାନେେ ଆଜି ସୁଦ୍ଧା ଉପଭୋଗ କରୁଛ। ଯେ କହେି ଏହି ନିଯମ ପାଳନ ନ କରିବ ସେ ଶାପଗ୍ରସ୍ତ ହବେ।
5 Então cumprirei a promessa que fiz sob juramento aos antepassados de vocês, de dar-lhes uma terra onde manam leite e mel, a terra que vocês hoje possuem". Então respondi: "Amém, Senhor".
6 ତା'ପ ରେ ସଦାପ୍ରଭୁ କହିଲେ, ତୁମ୍ଭେ ଯିହୁଦାର ସବୁ ନଗର ରେ ଓ ୟିରୁଶାଲମର ସବୁ ପଥରେ ଏହିସବୁ ପ୍ରଚାର କର, ତୁମ୍ଭମାନେେ ଏହି ନିଯମର ବିଧିସବୁ ଶୁଣ ଓ ସଗେୁଡ଼ିକ ପାଳନ କର।
6 O Senhor me disse: "Proclame todas estas palavras nas cidades de Judá e nas ruas de Jerusalém: ‘Ouçam os termos desta aliança e cumpram-nos.
7 ମୁଁ ଯେଉଁଦିନଠାରୁ ତୁମ୍ଭ ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଲି, ସବେଠାରୁେ ମୁଁ ବାରମ୍ବାର ସମାନଙ୍କେୁ ସାବଧାନ କରାଇଥିଲି ଏବଂ ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଛି ଶୁଣ।
7 Desde a época em que tirei os seus antepassados do Egito até hoje, repetidas vezes os adverti, dizendo: Obedeçam-me.
8 ମାତ୍ର ସମାନେେ ଆମ୍ଭର ବାକ୍ଯ ପ୍ରତି ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ। ପ୍ରେତ୍ୟକକ ନିଜ ନିଜ ଦୁଷ୍ଟ ଅନ୍ତଃକରଣ ରେ ଅବାଧ୍ଯ ହାଇେ ମନ୍ଦ ଆଚରଣ କଲେ। ଚୁକ୍ତି ଅନୁସାରେ ଆଜ୍ଞା ପାଳନ ନ କଲେ ଯାହା ମନ୍ଦ ଘଟିବା କଥା ସମାନଙ୍କେ ଉପ ରେ ତାହା ବର୍ତ୍ତାଇଲୁ। ତଥାପି ସମାନେେ ପାଳନ କଲେ ନାହିଁ।
8 Mas eles não me ouviram nem me deram atenção; pelo contrário, seguiram os seus corações duros e maus. Por isso eu trouxe sobre eles todas as maldições desta aliança, que eu tinha ordenado que cumprissem, mas que eles não cumpriram’ ".
9 ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ୟୁହୁଦାର ଲୋକମାନେ ଓ ୟିରୁଶାଲମ ଅଧିବାସୀଗଣ ଗୁପ୍ତ ମନ୍ତ୍ରଣା କରୁଥିବାର ଆମ୍ଭେ ଜାଣୁଅଛୁ।
9 Então o Senhor me disse: "Há uma conspiração entre o povo de Judá e os habitantes de Jerusalém.
10 ସମାନଙ୍କେର ପୂର୍ବପୁରୁଷମାନଙ୍କ ପରି ସମାନେେ ଅଧର୍ମ ଆଚରଣ କରିଛନ୍ତି। ସମାନଙ୍କେର ପୂର୍ବପୁରୁଷଗଣ ଆମ୍ଭର ବାକ୍ଯ ଅଗ୍ରାହ୍ଯ କଲେ ଓ ଅନ୍ୟ ଦବଗେଣଙ୍କୁ ସବୋ କଲେ। ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ସମାନଙ୍କେର ପୂର୍ବପୁରୁଷମାନଙ୍କ ସହିତ ଆମ୍ଭର କୃତ ନିଯମ ଲଙ୍ଘନ କରିଅଛନ୍ତି।
10 Eles retornaram aos pecados de seus antepassados, que recusaram das ouvidos às minhas palavras e seguiram outros deuses para prestar-lhes culto. Tanto a comunidade de Israel como a de Judá quebraram a aliança que eu fiz com os antepassados deles".
11 ଏଣୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ ସମାନଙ୍କେ ପ୍ରତି ଅମଙ୍ଗଳ ଘଟାଇବା। ସମାନେେ ସେଥିରୁ ରକ୍ଷା ପାଇପାରିବେ ନାହିଁ। ସମାନେେ ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର କଲେ ମଧ୍ଯ ଆମ୍ଭେ ସମାନଙ୍କେର କଥା ଶୁଣିବା ନାହିଁ।
11 Por isso, assim diz o Senhor: "Trarei sobre eles uma desgraça da qual não poderão escapar. Ainda que venham a clamar a mim, eu não os ouvirei.
12 ଯିହୁଦାର ଲୋକମାନେ ଓ ୟିରୁଶାଲମର ନିବାସୀମାନେ ସମାନଙ୍କେ ପାଖ ରେ ପ୍ରାର୍ଥନା କରିବେ, ଯେଉଁମାନଙ୍କ ପାଇଁ ସମାନେେ ସୁଗନ୍ଧ ଧୂପ ଜାଳିଛନ୍ତି। ମାତ୍ର ସହେି ବିପଦ ସମୟରେ ସମାନଙ୍କେର ସହେି ମୂର୍ତ୍ତିମାନେ ସମାନଙ୍କେୁ ଉଦ୍ଧାର କରିପାରିବେ ନାହିଁ।
12 Então as cidades de Judá e os habitantes de Jerusalém clamarão aos deuses, aos quais queimam incenso, mas eles não poderão salvá-los quando a desgraça os atingir.
13 ହେ ଯିହୁଦାର ଲୋକମାନେ, ତୁମ୍ଭମାନଙ୍କର ମୂର୍ତ୍ତିମାନଙ୍କର ସଂଖ୍ଯା ସଠାେ ରେ ଅଧିବାସୀମାନଙ୍କ ସହିତ ସମାନ। ୟିରୁଶାଲମର ରାଜପଥଗୁଡ଼ିକର ସଂଖ୍ଯା ପରି, ତୁମ୍ଭମାନେେ ବହୁତ ବଦେୀ ନିର୍ମାଣ କଲ, ବାଲ୍ ନିମନ୍ତେ ସୁଗନ୍ଧି ଧୂପ ଜଳାଇବା ପାଇଁ।
13 Você tem tantos deuses quantas são as suas cidades, ó Judá; e os altares que você construiu para queimar incenso àquela coisa vergonhosa chamada Baal são tantos quantas são as ruas de Jerusalém.
14 ତେଣୁ ଯେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। କାରଣ ସମାନେେ ଦୁଃଖ ଭୋଗିଲାବେଳେ ଆର୍ତ୍ତସ୍ବର ରେ ସାହାୟ୍ଯ ଭିକ୍ଷା କରିବେ। ମାତ୍ର ଆମ୍ଭେ ସମାନଙ୍କେର କଥା ଶୁଣିବା ନାହିଁ।
14 "E você, Jeremias, não ore em favor desse povo nem ofereça súplica ou petição alguma por eles, porque eu não ouvirei quando clamarem a mim na hora da desgraça. "
15 ଆମ୍ଭେ ଗୃହ ରେ ଆମ୍ଭ ପ୍ରିଯ ଯିହୁଦାର କି କାର୍ୟ୍ଯ ? କାରଣ ସେ ଅନ୍ୟମାନଙ୍କ ସହିତ ନାନା ବ୍ଯଭିଚାର କରିଅଛି। ହେ ଯିହୁଦା, ତୁମ୍ଭେ କ'ଣ ଭାବିଛ ତୁମ୍ଭର ସ୍ବତନ୍ତ୍ର ଶପଥ ଓ ପ୍ରାଣୀବଳି, ତୁମ୍ଭକୁ ଧ୍ବଂସରୁ ରକ୍ଷା କରିବ ? ତୁମ୍ଭେ କ'ଣ ଚିନ୍ତା କରିଛ ହାମବେଳି ଦ୍ବାରା ତୁମ୍ଭ ମନ୍ଦକର୍ମର ଶାସ୍ତିକୁ ଉଦ୍ଧାର ପାଇବ ?
15 "O que a minha amada faz no meu templo, com intenção enganosa? Será que os votos e a carne consagrada evitarão o castigo? Poderá você, então, exultar? "
16 ସଦାପ୍ରଭୁ ତୁମ୍ଭକୁ ଥରେ ସମ୍ ବୋଧନ କରିଥିଲେ, ସୁନ୍ଦର ଫଳ ରେ ପୂର୍ଣ୍ଣ ହରିତପୂର୍ଣ୍ଣ ଜିତବୃକ୍ଷ' ବୋଲି। ମାତ୍ର ତାହା ଲୋକାରଣ୍ଯର ମହାଶବ୍ଦ ପରି ସେ ତହିଁ ଉପ ରେ ଅଗ୍ନି ଜଳାଇବେ ଓ ତାହାର ଶାଖାସବୁ ଜଳି ୟିବ।
16 O Senhor a chamou de oliveira verdejante, ornada de belos e bons frutos. Mas com o estrondo de um grande tumulto, ele a incendiará, e os seus ramos serão quebrados.
17 ସୈନ୍ଯାଧିପତି ସଦାପ୍ରକୁ ତୁମ୍ଭକୁ ରୋପଣ କରିଥିଲେ। ସେ କହିଥିଲେ ତୁମ୍ଭ ଉପ ରେ ମହାବିପଦ ଆସିବ। କାରଣ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ବହୁ ଦୁଷ୍ଟତା ଆଚରଣ କରିଅଛନ୍ତି। ସମାନେେ ବାଲ୍ଦବେ ଉଦ୍ଦେଶ୍ଯ ରେ ଧୂପ କଳାର ଆମ୍ଭକୁ ବିରକ୍ତ କରିବା ସକାେଶ ନିଜେ ନିଜେ ତାହାସବୁ କରିଛନ୍ତି।
17 O Senhor dos Exércitos, que a plantou, anunciou-lhe desgraça, porque a comunidade de Israel e a comunidade de Judá fizeram o que é reprovável e provocaram a minha ira, queimando incenso a Baal.
18 ସଦାପ୍ରଭୁ ମାେତେ ଜଣାଇଲେ ଯେ ଅନାେଥାତର ଲୋକମାନେ ମାେ ବିରୁଦ୍ଧ ରେ ଷଡ଼ୟନ୍ତ୍ର କରୁଛନ୍ତି। ସେ ସମାନଙ୍କେର କ୍ରିଯା ମାେତେ ସେ ସମୟରେ ଦଖାଇେଲେ।
18 Fiquei sabendo porque o Senhor me revelou; tu me mostraste o que eles estavam fazendo.
19 ସଦାପ୍ରଭୁ, ସମାନେେ ମାେ ବିପକ୍ଷ ରେ ଅଛନ୍ତି ବୋଲି ଦଖାଇବୋ ପୂର୍ବରୁ ମୁଁ ଏକ ନିରୀହ ମଷେଶାବକ ପରି ହତ୍ଯା ପାଇଁ ରହିଥିଲି। ସମାନେେ ମାେ ବିରୁଦ୍ଧ ରେ ଅଛନ୍ତି ବୋଲି ମୁଁ ଜାଣି ନଥିଲି। ସମାନେେ ମାେ ବିରୁଦ୍ଧ ରେ କୁମନ୍ତ୍ରଣା କରି କହିଲେ, ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।
19 Eu era como um cordeiro manso levado ao matadouro; não tinha percebido que tramavam contra mim, dizendo: "Destruamos a árvore e a sua seiva, vamos cortá-lo da terra dos viventes para que o seu nome não seja mais lembrado".
20 କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ଜଣେ ପ୍ରକୃତ ବିଚାରକ। ତୁମ୍ଭେ ଲୋକମାନଙ୍କର ମନ ଓ ବୁଦ୍ଧି ପରୀକ୍ଷା କରୁଥାଅ। ସମାନଙ୍କେ ପ୍ରତି ତୁମ୍ଭର ପ୍ରତି ଶାଧେ ମାେତେ ଦଖାେଅ। କାରଣ ମାରେଘଟଣାରୁ ମୁଁ ତୁମ୍ଭଙ୍କୁ ପୁରା ବିଶ୍ବାସ କରିବି।
20 Ó Senhor dos Exércitos, justo juiz que provas o coração e a mente, espero ver a tua vingança sobre eles, pois a ti expus a minha causa.
21 ଅବାଥୋତର ଲୋକମାନେ ଯିରିମିୟଙ୍କୁ ହତ୍ଯା କରିବାକୁ ଯୋଜନା କରୁଥିଲେ। ସହେି ଲୋକମାନେ ଯିରିମିୟଙ୍କୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ଭବିଷ୍ଯଦ ବାକ୍ଯ ପ୍ରଚାର କର ନାହିଁ, କଲେ ଆମ୍ଭମାନେେ ତୁମ୍ଭକୁ ହତ୍ଯା କରିବୁ। ତେଣୁ ସଦାପ୍ରଭୁ ସମାନଙ୍କେ ବିଷଯ ରେ ଏକ ସିଦ୍ଧାନ୍ତ ନେଲେ।
21 Em vista disso, assim diz o Senhor a respeito dos homens de Anatote que querem tirar a sua vida, e que dizem: "Não profetize em nome do Senhor, se não nós o mataremos";
22 ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହିଲେ, ଖୁବ୍ ଶୀଘ୍ର ଆମ୍ଭେ ସମାନଙ୍କେୁ ଶାସ୍ତି ଦବୋ। ସମାନଙ୍କେର ୟୁବାଗଣ ଖଡ୍ଗ ରେ ନିହିତ ହବେେ ଓ ସମାନଙ୍କେର ପୁତ୍ରକନ୍ଯାଗଣ ଦୁର୍ଭିକ୍ଷ ରେ ମରିବେ।
22 assim diz o Senhor dos Exércitos: "Eu os castigarei. Seus jovens morrerão à espada; seus filhos e suas filhas, de fome.
23 ଅବାଥୋତ ରେ ଅବଶିଷ୍ଟ କହେି ରହିବେ ନାହିଁ। ଆମ୍ଭେ ସମାନଙ୍କେ ପ୍ରତି ଶାସ୍ତି ବିଧାନ କରିବା ଓ ସମାନଙ୍କେ ପ୍ରତି ଅମଙ୍ଗଳ ଘଟାଇବା।
23 Nem mesmo um remanescente lhes restará, porque trarei a desgraça sobre os homens de Anatote no ano do seu castigo".

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 11, comparar traduções ou montar um estudo — tudo direto pelo WhatsApp.