Jeremias 15
Oriya Bible (GL_ORIYA) vs NVT
1 ଅନନ୍ତର ସଦାପ୍ରଭୁ ମାେତେ କହିଲେ, ହେ ଯିରିମିୟ, ଯଦିଓ ମାଶାେ ଓ ଶାମୁଯଲେ ଆମ୍ଭ ସମ୍ମୁଖ ରେ ଠିଆ ହାଇେ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସମାନଙ୍କେୁ ଆମ୍ଭ ଦୃଷ୍ଟିରୁ ଦୂର କର। ସମାନଙ୍କେୁ ବାହାରି ୟିବାକୁ କୁହ।
1 Então o S enhor me disse: “Mesmo que Moisés e Samuel intercedessem diante de mim em favor deste povo, eu não ajudaria. Fora com eles! Expulse-os de minha presença!
2 ପୁଣି ଯବେେ ସମାନେେ ତୁମ୍ଭକୁ ପଚାରନ୍ତି, 'ଆମ୍ଭମାନେେ କେଉଁଠାକୁ ୟିବା ?' ତବେେ ତୁମ୍ଭେ ସମାନଙ୍କେୁ ଏହା କହିବ, ସଦାପ୍ରଭୁ ଏହି କଥା କହିଲେ,
2 E se lhe perguntarem: ‘Para onde iremos?’, diga-lhes: ‘Assim diz o S enhor : “‘Os destinados à morte, para a morte; os destinados à guerra, para a guerra; os destinados à fome, para a fome; os destinados ao cativeiro, para o cativeiro’.
3 ସଦାପ୍ରଭୁ କହନ୍ତି, ଆମ୍ଭେ ଚାରି ପ୍ରକାର ରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା।' 'ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖଚେର ପକ୍ଷୀଗଣ ଓ ଭୂତର ପଶୁଗଣ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତ କରିବା।
3 “Enviarei contra eles quatro tipos de destruidores”, diz o S enhor . “Enviarei espada para matá-los, cães para arrastá-los, abutres para devorá-los e animais selvagens para acabar com o que tiver sobrado.
4 କାରଣ ଯିହୁଦାର ରାଜା ହିଜକିଯଙ୍କର ପୁତ୍ର ମନଃଶି ୟିରୁଶାଲମ ରେ ଦୁଷ୍କର୍ମ କଲା, ଆମ୍ଭେ ସମାନଙ୍କେୁ ଯାହା କରିବା ସମଗ୍ର ପୃଥିବୀର ଲୋକେ ଭୟଭୀତ ହାଇଯେିବେ।'
4 Por causa das maldades que Manassés, filho de Ezequias, rei de Judá, fez em Jerusalém, farei de meu povo objeto de horror para todos os reinos da terra.
5 କାରଣ ହେ ୟିରୁଶାଲମ, କିଏ ତୁମ୍ଭକୁ ଦୟା କରିବ ? କିଏ ତୁମଲାଗି କାନ୍ଦିବ ? ତୁମ୍ଭର କୁଶଳତା ବିଷଯ ପଚାରିବା ପାଇଁ କିଏ ତୁମ୍ଭ ପାଖକୁ ଆସିବ ?
5 “Quem terá compaixão de você, Jerusalém? Quem chorará por você? Quem se dará o trabalho de perguntar se está bem?
6 ସଦାପ୍ରଭୁ କହନ୍ତି, ହେ ୟିରୁଶାଲମ, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିଅଛ, ତୁମ୍ଭେ ପଛକୁ ହଟି ୟାଇଅଛ। ଏ ନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ। ଆମ୍ଭେ କ୍ଷମା କରି କ୍ଲାନ୍ତ ହାଇେଅଛୁ।
6 Você me abandonou e me deu as costas”, diz o S “Portanto, levantarei a mão para destruí-la; estou cansado de mostrar compaixão.
7 ଆମ୍ଭେ ସମାନଙ୍କେୁ ଦେଶର ପୁରଦ୍ବାର ସମୂହ ରେ କୁଲା ରେ ପାଛୁଡ଼ି ଅଛୁ। ଆମ୍ଭେ ସମାନଙ୍କେୁ ସନ୍ତାନ ସନ୍ତତି ବିହୀନ କରିଅଛୁ। ଆମ୍ଭେ ସମାନଙ୍କେୁ ବିନାଶ କରିଅଛୁ। ସମାନେେ ଆପଣା ଆପଣା ପଥରୁ ଫରେି ନାହାଁନ୍ତି।
7 Às portas das cidades, eu os espalharei ao vento, como palha separada do cereal, e levarei seus filhos queridos. Destruirei meu próprio povo, pois não querem abandonar seus maus caminhos.
8 ମାେ ଉପସ୍ଥିତି ରେ ସମାନଙ୍କେର ବିଧବାମାନେ ସମୁଦ୍ରର ବାଲି ପରି ବହୁ ସଂଖ୍ଯକ ହବେେ। ମୁଁ ୟୁବକମାନଙ୍କର ମାତାମାନଙ୍କ ନିକଟକୁ ମଧ୍ଯାହ୍ନ ରେ ଏକ ବିନାଶକ ଆଣିବି, ସମାନେେ ହଠାତ୍ ଭୟ ଓ ଆତଙ୍କିତ ହବେେ।
8 Haverá mais viúvas que grãos de areia do mar. Ao meio-dia, trarei um destruidor contra as mães dos jovens. Farei cair sobre elas angústia e terror repentinos.
9 ସମାନେେ ଖଡ୍ଗ ରେ ଲୋକମାନଙ୍କୁ ବିନାଶ କରିବେ। ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ଶତ୍ରୁଗଣଙ୍କ ଖଡ୍ଗ ରେ ସମର୍ପଣ କରିବା, ଏହା ସଦାପ୍ରଭୁ କହନ୍ତି। ସାତ ସନ୍ତାନ ବିଶିଷ୍ଟ ରମଣୀର ସମସ୍ତେ ପ୍ରାଣତ୍ଯାଗ କରିବେ। ସେ ସ୍ତ୍ରୀ କାନ୍ଦି କାନ୍ଦି କ୍ଷୀଣା ହାଇଯେିବ। ଦିନ ଥାଉ ଥାଉ ତାହାର ସୂର୍ୟ୍ଯ ଅସ୍ତ ହାଇଯେିବ। ସେ ଲଜ୍ଜିତା ଓ ଆଶାଶୂନ୍ଯ ହବେ।
9 A mãe de sete filhos desmaia e respira com dificuldade; para ela, o sol se pôs enquanto ainda era dia. Agora está sem filhos, envergonhada e humilhada. Entregarei os que restarem para serem mortos pelo inimigo. Eu, o S
10 ହେ ମାତା, ତୁମ୍ଭକୁ ଧିକ୍ ଯେ, ତୁମ୍ଭେ ମାେ ପରି ଏକ ୟୁଦ୍ଧ ଓ ବିବାଦର ମଣିଷକୁ ଜନ୍ମ ଦଇେଛ। ମୁଁ କାହାରିକୁ ଧାର ଦଇେ ନାହିଁ ଏବଂ କାହାଠାରୁ ଧାର କରି ନାହିଁ। କିନ୍ତୁ ତଥାପି ପ୍ରେତ୍ୟକକ ମାେତେ ଅଭିଶାପ ଦିଅନ୍ତି।
10 Então eu disse: “Como estou aflito, minha mãe! Quem dera eu tivesse morrido ao nascer! Sou odiado em todo lugar. Não sou um credor que ameaça cobrar a dívida, nem um devedor que se recusa a pagá-la; ainda assim, todos me amaldiçoam”.
11 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ମଙ୍ଗଳ ନିମନ୍ତେ ତୁମ୍ଭର ଜୀବନ ଧାରଣ ରେ ଆମ୍ଭେ ତୁମ୍ଭକୁ ସବଳ କରିବା। ଆମ୍ଭେ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ଅବନତ କରାଇବା ପାଇଁ ଆଣିଲୁ।
11 O S enhor respondeu: “Eu cuidarei de você; em tempos de calamidade e aflição, seus inimigos lhe pedirão que interceda por eles.
12 ହେ ଯିରିମିୟ, ତୁମ୍ଭେ ଜାଣ ଯେ, ଲୁହା ଭାଙ୍ଗିବା ଅସମ୍ଭବ। ନିର୍ଦ୍ଦିଷ୍ଟ ଭାବରେ ଉତ୍ତର ଦେଶୀଯ ଲୌହ ଓ ପିତ୍ତଳକୁ।
12 Alguém é capaz de quebrar uma barra de ferro do norte ou uma barra de bronze?
13 ଯିହୁଦାର ଲୋକମାନଙ୍କର ବହୁ ଧନଭଣ୍ଡାର ଅଛି। ଆମ୍ଭେ ସମାନଙ୍କେର ଧନ ସତ୍ତି ଓ ଭଣ୍ଡାରଗୁଡ଼ିକୁ ବିନା ମୂଲ୍ଯ ରେ ଲୁଣ୍ଠିତ ହବୋକୁ ଦବୋ। କାରଣ ସମାନେେ ସମାନଙ୍କେର ପାପ ସମୂହର ଫଳ ଭୋଗ କରିବେ।
13 Entregarei de graça sua riqueza e seus tesouros como despojo a seus inimigos, pois o pecado corre solto pela terra.
14 ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭ ଶତ୍ରୁଗଣର ଅଜ୍ଞାତ ଏକ ଦେଶକୁ କ୍ରୀତଦାସ କରି ନଇୟିବୋ। କାରଣ କ୍ରୋଧାଗ୍ନି ପ୍ରଜ୍ଜ୍ବଳିତ ହାଇେଅଛି। ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।
14 Farei que seus inimigos os levem como prisioneiros para uma terra estrangeira. Pois minha ira se acendeu como fogo e arderá contra vocês”.
15 ହେ ସଦାପ୍ରଭୁ, ତୁମ୍ଭେ ମାେତେ ଜାଣୁଛ ; ମାେତେ ସ୍ମରଣ କର ଓ ମାରେ ତତ୍ତ୍ବ ନିଅ। ଆଉ ମାରେ ତାଡ଼ନାକାରୀଙ୍କୁ ଦଣ୍ଡ ଦିଅ। ତୁମ୍ଭେ ଅତ୍ଯନ୍ତ ର୍ଧୈୟ୍ଯଶୀଳ ଓ ସହିଷ୍ଣୁ। ତେଣୁ ମାେତେ ସଂହାର କର ନାହିଁ। ମୁଁ ତୁମ୍ଭ ପାଇଁ କଷ୍ଟ ପାଇଛି, ଏହା ତୁମ୍ଭେ ଜ୍ଞାତ ହୁଅ।
15 Então eu disse: “S intervém, ajuda-me e castiga meus perseguidores! Dá-me tempo, não permitas que eu morra ainda jovem; é por teu nome que tenho sofrido humilhações.
16 ତୁମ୍ଭର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା, ମୁଁ ତାହା ଗ୍ରହଣ କଲି। ଆଉ ତୁମ୍ଭର ବାକ୍ଯ ଦ୍ବାରା ମାରେ ପ୍ରାଣ ଉଲ୍ଲସିତ ହେଲା। କାରଣ ହେ ସୈନ୍ଯାଧିପତି ସଦାପ୍ରଭୁ ପରମେଶ୍ବର, ମୁଁ ତୁମ୍ଭ ନାମ ରେ ଖ୍ଯାତ ଅଟେ।
16 Quando descobri tuas palavras, devorei-as; são minha alegria e dão prazer a meu coração, pois pertenço a ti, ó S
17 ମୁଁ ଆମାଦେ ପ୍ରମାଦେକାରୀମାନଙ୍କ ସଭା ରେ ବସିଲି ନାହିଁ କିଅବା ଆନନ୍ଦ କଲି ନାହିଁ। ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି, କାରଣ ତୁମ୍ଭେ ମାେତେ ମାରେ ଚତୁପାଶର୍ବସ୍ଥ ମନ୍ଦ ଯୋଗୁଁ କୋର୍ଧ ରେ ପୂର୍ଣ୍ଣ କରିଅଛ।
17 Nunca participei dos banquetes alegres do povo; sentei-me sozinho, porque tua mão pesava sobre mim, e enchi-me de indignação com os pecados deles.
18 ମାରେ ବଦନୋ ଚିରନ୍ତନ, ମାରେ କ୍ଷତ ଦୁରା ରୋଗ୍ଯ। ହେ ସଦାପ୍ରଭୁ, ତୁମ୍ଭେ ମାେ ପ୍ରତି ଅତ୍ଯନ୍ତ ପ୍ରବଞ୍ଚନା କରିଅଛ। ତେଣୁ ତୁମ୍ଭେ ଶୁଷ୍କ ଅସ୍ଥାଯୀ ନଦୀ ତୁଲ୍ଯ ହାଇେଅଛ।
18 Por que, então, continuo a sofrer? Por que minha ferida não tem cura? Teu socorro parece incerto como um riacho inconstante; é como uma fonte que secou”.
19 ଏହାପ ରେ ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ଯଦି ଫରେିବ ଓ ଆମ୍ଭର ସବୋ କରିବ, ତବେେ ଆମ୍ଭେ ତୁମ୍ଭକୁ ପୁନର୍ବାର ଫରୋଇ ଆଣିବା। ପୁଣି ତୁମ୍ଭେ ଯଦି ମୂଲ୍ଯହୀନ କଥା ନ କହି ମୂଲ୍ଯବାନ୍ କଥା କହିବ, ତବେେ ତୁମ୍ଭେ ଆମ୍ଭର ମୁଖ ସ୍ବରୂପ ହବେ। ସମାନେେ ତୁମ୍ଭ ପାଖକୁ ଫରେିଆସିବେ। ମାତ୍ର ତୁମ୍ଭେ ସମାନଙ୍କେ ପାଖକୁ ଫରେିୟିବ ନାହିଁ।
19 Assim diz o S enhor : “Se voltar para mim, eu o restaurarei, para que possa continuar a me servir. Se disser palavras de valor, em vez de palavras inúteis, será meu porta-voz. Você os influenciará, mas não deixará que o influenciem.
20 ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ବରୂପ କରିବା। ସମାନେେ ତୁମ୍ଭ ସହ ୟୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜଯ କରିପାରିବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ସାହାୟ୍ଯ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।
20 Lutarão contra você como um exército, mas o tornarei invencível como uma muralha de bronze. Não o vencerão, pois estou com você para protegê-lo e livrá-lo. Eu, o S
21 ପୁଣି ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟଙ୍କର ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।
21 Certamente o livrarei desses homens perversos e o resgatarei de suas mãos cruéis”.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 15, comparar traduções ou montar um estudo — tudo direto pelo WhatsApp.