Jeremias 16

Oriya Bible (GL_ORIYA)

1 ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ଯଥା,

2 ହେ ଯିରିମିୟ, ତୁମ୍ଭର ଏହି ସ୍ଥାନ ରେ ବିବାହ କରିବା ଉଚିତ୍ ନୁହଁ, କିଅବା ପୁତ୍ର କନ୍ଯା ଜନ୍ମ କରିବା ଉଚିତ୍ ନୁହଁ।

3 କାରଣ ଏହି ସ୍ଥାନ ରେ ଜନ୍ମ ନଇେଥିବା ପୁତ୍ର-କନ୍ଯାମାନଙ୍କ ସମ୍ବନ୍ଧ ରେ, ସମାନଙ୍କେର ପ୍ରସବକାରିଣୀ ମାତାମାନଙ୍କ ବିଷଯ ରେ ଓ ସମାନଙ୍କେ ଜନ୍ମଦାତା ପିତୃଗଣଙ୍କ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି।

4 ସମାନେେ ଅତି ୟନ୍ତ୍ରଣାଦାୟକ ମୃତ୍ଯୁବରଣ କରିବେ। କହେି ସମାନଙ୍କେ ପାଇଁ ବିଳାପ କରିବେ ନାହିଁ। ସମାନଙ୍କେୁ କହେି କବର ଦବେେ ନାହିଁ। ସମାନଙ୍କେର ଶବ ଭୂମିରେ ଖତ ହବେ। ସମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ସଂହାରିତ ହବେେ। ସମାନଙ୍କେର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହବେ।

5 ତେଣୁ ସଦାପ୍ରଭୁ ଏହି କଥା କହନ୍ତି, ହେ ଯିରିମିୟ, ତୁମ୍ଭେ ମୃତ୍ଯୁ ଶୋକ ପାଳିତ ହେଉଥିବା ଗୃହକୁ ୟାଅ ନାହିଁ। ତୁମ୍ଭେ ସମାନଙ୍କେୁ ବିଳାପ ଓ ଦୁଃଖ ଜଣାଇବାକୁ ୟାଅ ନାହିଁ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଆଶୀର୍ବାଦ, ଆମ୍ଭର ସ୍ନହପେୂର୍ଣ୍ଣ କରୁଣା ଓ ଦୟା କାଢ଼ି ନଇେଛୁ।

6 ଏହି ଦେଶ ରେ େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ମରିବେ। ସମାନଙ୍କେୁ କହେି କବର ଦବେେ ନାହିଁ କିଅବା ସମାନଙ୍କେ ପାଇଁ କହେି ବିଳାପ କରିବେ ନାହିଁ। ସମାନଙ୍କେ ପାଇଁ କହେି ଦୁଃଖ ରେ ଆପଣା ଶରୀର ରେ ଅସ୍ତ୍ରାଘାତ ଓ ମସ୍ତକ ମୁଣ୍ଡନ କରିବେ ନାହିଁ।

7 ମୃତ ବ୍ଯକ୍ତିଙ୍କ ଦୁଃଖ ରେ ଶାେକ କରୁଥିବା ଲୋକମାନଙ୍କୁ ସାନ୍ତ୍ବନା ଦବୋକୁ କହେି ଖାଦ୍ୟ ଆଣିବେ ନାହିଁ। ପିତାମାତାଙ୍କ ମୃତ୍ଯୁ ରେ ବିଳାପ କରୁଥିବା ପୁତ୍ରମାନଙ୍କୁ ପାନ କରିବା ନିମନ୍ତେ ସାନ୍ତ୍ବନା ସୂଚକ ପାତ୍ର କହେି ଦବେେ ନାହିଁ।

8 ପୁଣି ତୁମ୍ଭର ନିଶ୍ଚଯ ଭୋଜି ହେଉଥିବା ଗୃହକୁ ପାନ କିଅବା ଭୋଜନ ନିମନ୍ତେ ୟିବା ଉଚିତ୍ ନୁହେଁ।

9 କାରଣ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ଆମ୍ଭେ ତୁମ୍ଭମାନଙ୍କ ଜୀବନକାଳ ମଧିଅରେ ଓ ତୁମ୍ଭମାନଙ୍କ ସମ୍ମୁଖ ରେ ଏହି ସ୍ଥାନରୁ ଆମାଦେ ପ୍ରମାଦେର ଧ୍ବନି, ଆନନ୍ଦ ରବ ଓ ବରକନ୍ଯାଙ୍କର ଆନନ୍ଦ କୋଳାହଳ ନିବୃତ୍ତ କରାଇବା।'

10 ହେ ଯିରିମିୟ, ତୁମ୍ଭେ ଯେତବେେଳେ ଯିହୁଦାବାସୀଙ୍କୁ ଏସବୁ କଥା ଜଣାଇବ, ସମାନେେ ସେତବେେଳେ ତୁମ୍ଭକୁ ପଚାରିବେ, 'ସଦାପ୍ରଭୁ କାହିଁକି ଆମ୍ଭ ବିରୁଦ୍ଧ ରେ ଏହି ମହା ଅମଙ୍ଗଳ କଥା କହିଅଛନ୍ତି ? ଆମ୍ଭମାନେେ କି ଅପରାଧ କରିଅଛୁ ? ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ କି ପାପ କରିଅଛୁ ?

11 ତୁମ୍ଭେ ସମାନଙ୍କେୁ ଉତ୍ତର ରେ କହିବ, ସଦାପ୍ରଭୁ କହନ୍ତି, 'ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭକୁ ପରିତ୍ଯାଗ କରିଅଛନ୍ତି।' ପୁଣି 'ଅନ୍ୟ ଦବେତାମାନଙ୍କର ପଶ୍ଚାତଗମନ କରି ସମାନଙ୍କେର ସବୋ କରିଅଛନ୍ତି ଓ ସମାନଙ୍କେର ପୂଜା କରିଅଛନ୍ତି। ଆଉ ଆମ୍ଭକୁ ପରିତ୍ଯାଗ କରି ଆମ୍ଭର ବ୍ଯବସ୍ଥା ପାଳନ କରିନାହାଁନ୍ତି।

12 କିନ୍ତୁ ତୁମ୍ଭେ ତୁମ୍ଭ ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ପାପ କରିଅଛ। ତୁମ୍ଭମାନେେ ନିଜ ନିଜ ଦୁଷ୍ଟାନ୍ତଃକରଣ ରେ ଅବାଧ୍ଯ ହାଇେ ମନ୍ଦ ଆଚରଣ କରୁଅଛ ଓ ମାେ ଆଜ୍ଞା ପାଳନ କରୁ ନାହଁ।

13 ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ ବିତାଡ଼ିତ କରିବା ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ଏକ ବିଦେଶ ରେ ନିକ୍ଷପେ କରିବା। ଆଉ ସଠାେ ରେ ତୁମ୍ଭମାନେେ ଦିବାରାତ୍ର ଅନ୍ୟ ଦବଗେଣର ସବୋ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କୁ କୌଣସି ସାହାୟ୍ଯ ବା ଅନୁଗ୍ରହ କରିବା ନାହିଁ।'

14 ଏଣୁ ସଦାପ୍ରଭୁ କହନ୍ତି, ' ଦେଖ, ଇଶ୍ରାୟେଲ ସନ୍ତାନଗଣକୁ ଯେ ମିଶର ଦେଶରୁ ବାହାର କରି ଆଣିଲେ,' ସହେି ସମୟ ଆସୁଛି। ସହେି ଜୀବିତ ସଦାପ୍ରଭୁଙ୍କ ବିଷଯ ରେ, ଲୋକମାନେ ଏହି କଥା କହିବେ ନାହିଁ।

15 କିନ୍ତୁ ସମୟ ଆସୁଛି, ଯେତବେେଳେ ସମାନେେ କହିବେ, 'ନିଶ୍ଚିତ ଭାବରେ ସଦାପ୍ରଭୁ ଅଛନ୍ତି, ୟିଏ କି ଇଶ୍ରାୟେଲୀୟମାନଙ୍କୁ ଉତ୍ତରରୁ ଓ ଯେଉଁଠା ରେ ସମାନେେ ଥିଲେ ସଠାରୁେ ଫରୋଇ ଆଣିଥିଲେ।' ସେତବେେଳେ ମୁଁ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଥିଲି, ସହେି ଦେଶକୁ ସମାନଙ୍କେୁ ପୁନର୍ବାର ଫରୋଇ ଦବେି।'

16 ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ଅନକେ କେଉଁଟା ଅଣାଇବା, ସମାନେେ ମତ୍ସ୍ଯପରି ସମାନଙ୍କେୁ ଧରିବେ। ତା'ପ ରେ ଆମ୍ଭେ ଅନକେ ବ୍ଯାଧ ଅଣାଇବା। ସମାନେେ ପ୍ରେତ୍ୟକକ ପର୍ବତରୁ, ପ୍ରେତ୍ୟକକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସମାନଙ୍କେୁ ଶିକାର କରି ଆଣିବେ।

17 କାରଣ ସମାନଙ୍କେର ସମସ୍ତ କାର୍ୟ୍ଯ ରେ ଆମ୍ଭର ଦୃଷ୍ଟି ଅଛି। ସମାନଙ୍କେର କୌଣସି ଜିନିଷ ଆମ୍ଭ ସାକ୍ଷାତରୁ ଗୁପ୍ତ ରହି ନାହିଁ। କିଅବା ସମାନଙ୍କେର କୌଣସି ଅଧର୍ମ ଆମ୍ଭର ଅଗୋଚର ନୁହେଁ।

18 ଆମ୍ଭେ ସମାନଙ୍କେର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦବୋ। କାରଣ ସମାନେେ ନିଜ ନିଜର ଘୃଣ୍ଯବସ୍ତୁ ସ୍ବରୂପ ଶବ ରେ ଆମ୍ଭର ଦେଶକୁ 'ଅପବିତ୍ର' କରିଅଛନ୍ତି। ସମାନେେ ଆମ୍ଭ ଦେଶକୁ 'ଅଶୁଚି' କରିଅଛନ୍ତି ଓ ନିଜର ଘୃଣ୍ଯକର୍ମ ରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।

19 ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦ ରେ ମାରେ ଆଶ୍ରଯ ସ୍ବରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀଯମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କବଳେ ମିଥ୍ଯା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।

20 ମନୁଷ୍ଯ କ'ଣ ଆପଣା ନିମନ୍ତେ ପରମେଶ୍ବର ନିର୍ମାଣ କରିପାରିବ ? ନା, ସେ ପ୍ରତିମା ନିର୍ମାଣ କରିବ, ମାତ୍ର ଏହା ପ୍ରକୃତ ପରମେଶ୍ବର ନୁହଁନ୍ତି।

21 ସଦାପ୍ରଭୁ କହନ୍ତି, ତେଣୁ ଆମ୍ଭେ ସମାନଙ୍କେୁ ଜଣାଇବା। ବର୍ତ୍ତମାନରୁ ସମାନଙ୍କେୁ ଆମ୍ଭର ହସ୍ତ ଓ ପରାକ୍ରମ ଜ୍ଞାତ କରାଇବା। ତାହା ହେଲେ ଆମ୍ଭର ନାମ ଯେ ସଦାପ୍ରଭୁ ଏହା ସମାନେେ ଜାଣିବେ।

Ler em outra tradução

Comparar lado a lado

Estude este capítulo no WhatsApp

Peça à IA da Bíblia Fala para explicar Jeremias 16, comparar traduções ou montar um estudo — tudo direto pelo WhatsApp.