Jeremias 18
Oriya Bible (GL_ORIYA) vs VC
1 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।
1 Foi dirigida a Jeremias a palavra do Senhor nestes termos:
2 ହେ ଯିରିମିୟ, ତୁମ୍ଭେ କୁମ୍ଭକାର ଗୃହକୁ ୟାଅ। ସଠାେ ରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ଯ ଶୁଣାଇବା।
2 Vai e desce à casa do oleiro, e ali te farei ouvir minha palavra.
3 ତେଣୁ ମୁଁ କୁମ୍ଭକାର ଗୃହକୁ ଗଲି ଓ ଦେଖିଲି କୁମ୍ଭକାର ଚକ୍ର ରେ ମାଟିର କାମ କରୁଛି।
3 Desci, então, à casa do oleiro, e o encontrei ocupado a trabalhar no torno.
4 ସେ ମାଟିର ପାତ୍ର ନିର୍ମାଣ କରୁଥିଲା ବେଳେ ସେଥି ରେ କିଛି ଦୋଷ ଦେଖିଲା। ତେଣୁ ସେ ପାତ୍ରର ମାଟିକୁ ପୁନର୍ବାର ନିଜ ଇଚ୍ଛାନୁସା ରେ ସଜାଡ଼ି ନୂଆ ପତ୍ର ନିର୍ମାଣ କଲା।
4 Quando o vaso que estava a modelar não lhe saía bem, como sói acontecer nos trabalhos de cerâmica, punha-se a trabalhar em outro à sua maneira.
5 ତା'ପ ରେ ସଦାପ୍ରଭୁଙ୍କର ବାଣୀ ମାେ ନିକଟରେ ଉପସ୍ଥିତ ହେଲା।
5 Foi esta, então, a linguagem do Senhor: casa de Israel, não poderei fazer de vós o que faz esse oleiro? - oráculo do Senhor.
6 ହେ ଇଶ୍ରାୟେଲର ଗୃହ, ତୁମ୍ଭେ ଜାଣ ଆମ୍ଭେ ତୁମ୍ଭ ସହିତ ଜଣେ କୁମ୍ଭକାର ପରି କାର୍ୟ୍ଯ କଲେ। ତୁମ୍ଭମାନେେ ମାେ ହସ୍ତ ରେ କୁମ୍ଭକାରର ମୃତ୍ତିକା ସଦୃଶ ଅଟ।
6 O que é a argila em suas mãos, assim sois vós nas minhas, Casa de Israel.
7 ସମୟ ଆସିବ ଯେତବେେଳେ ଆମ୍ଭେ ଗୋଟିଏ ଗୋଷ୍ଠୀ ଓ ରାଜ୍ଯ ବିଷଯ ରେ ଉତ୍ପାଟନ, ଅଧଃପତନ ଓ ବିନାଶର କଥା କହିବା।
7 Ora anuncio a uma nação ou a um reino que vou arrancá-lo e destruí-lo.
8 ମାତ୍ର ଯଦି ସହେି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫରନ୍େତି ତବେେ ଆମ୍ଭେ ସମାନଙ୍କେ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନ ରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହବୋ।
8 Mas se essa nação, contra a qual me pronunciei, se afastar do mal que cometeu, arrependo-me da punição com que resolvera castigá-la.
9 ପୁଣି ଏକ ସମୟ ଆସିବ ଯେତବେେଳେ ଆମ୍ଭେ କୌଣସି ଗୋଷ୍ଠୀ ଓ ରାଜ୍ଯ ବିଷଯ ରେ ଗଠନ ଓ ରୋପଣର କଥା କହିବା।
9 Outras vezes, em relação a um povo ou reino, resolvo edificá-lo e plantá-lo.
10 ପୁଣି ଯେତବେେଳେ ଦେଖିବୁ ଯବେେ ଆମ୍ଭର ଆଜ୍ଞା ପାଳନ ନ କରି ଦୁଷ୍କର୍ମ କରନ୍ତି, ତବେେ ଆମ୍ଭେ ସମାନଙ୍କେ ପାଇଁ ଯେଉଁ ମଙ୍ଗଳ କାମନା କରିଥିଲୁ ତହିଁରୁ ଆମ୍ଭେ କ୍ଷାନ୍ତ ହବୋ।
10 Se, porém, tal nação proceder mal diante de meus olhos e não escutar minha palavra, recuarei do bem que lhe decidira fazer.
11 ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମ ନିବାସୀଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେ ଓ ଆପଣା ଆପଣା ପଥ ସଂ ଶାଧେନ କରି ସୁକର୍ମ କର।'
11 Assim, portanto, dirige-te agora nestes termos à gente de Judá e aos habitantes de Jerusalém: Es o que diz o Senhor: nutro o desígnio de lançar-vos uma desgraça, tenciono um projeto contra vós. Voltai todos, portanto, do mau caminho, emendai vosso proceder e vossos atos.
12 ମାତ୍ର ଯିହୁଦାବାସୀ କହନ୍ତି, 'ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭମାନେେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭମାନେେ ପ୍ରେତ୍ୟକକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ଯତାନୁସା ରେ କର୍ମ କରି ଚାଲିବୁ।'
12 É inútil, responderão eles, seguiremos nossas idéias e cada um de nós agirá de acordo com as más inclinações de seu coração obstinado.
13 ଏଣୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଏବେ ନାନା ଦେଶୀଯ ଲୋକମାନଙ୍କୁ ପ୍ରଚାର କର। 'କିନ୍ତୁ ଏହା କିଏ ଶୁଣୁଅଛି। ଇଶ୍ରାୟେଲର କୁମାରୀ କନ୍ଯାଗଣ ଅତ୍ଯନ୍ତ ମର୍ମନ୍ତୁଦ କାର୍ୟ୍ଯ କରିଅଛନ୍ତି।'
13 Eis por que assim fala o Senhor: Interrogai as nações pagãs: quem jamais ouviu semelhante coisa? Foi perversidade sem nome a cometida pela virgem de Israel.
14 ତୁମ୍ଭମାନେେ ଜାଣ ଲିବାନୋନ କ୍ଷେତ୍ରସ୍ଥ ଶୈଳ ଉପରିସ୍ଥ ହିମସବୁ କବେେ ତରଳି ୟିବ ନାହିଁ ଓ ଝରଣାର ସୁଶୀତଳ ଜଳ କବେେ ଶୁଷ୍କ ହବେ ନାହିଁ।
14 Acaso será abandonado o rochedo que domina a planície pela neve do Líbano? E esgotar-se-ão as águas fluentes, que, frescas, correm das montanhas?
15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାଶୋରି ଅସାର ଦବଗେଣଙ୍କୁ ଧୂପ ଉତ୍ସର୍ଗ କରିଛନ୍ତି। ଆଉ ସମାନେେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସମାନଙ୍କେୁ ଗମନ କରାଇବା ନିମନ୍ତେ ପ୍ରବର୍ତ୍ତାଇଛନ୍ତି। ସମାନଙ୍କେ ପୁରାତନ ପଥରେ ବିଘ୍ନ ଜନ୍ମାଇ ଅଛନ୍ତି।
15 No entanto, o meu povo me esqueceu! Incensa ídolos quiméricos, que o fazem tropeçar pelo caminho, o caminho de outrora, conduzindo-o por veredas {tortuosas} de caminhos não trilhados.
16 ଯିହୁଦା ଏକ ଶୂନ୍ଯ ମରୁପ୍ରାନ୍ତର ରେ ପରିଣତ ହବେ। ସମାନେେ ଗମନ କଲା ବେଳେ ଶୀସ୍ ଶବ୍ଦ କରିୟାଆନ୍ତି। ତହିଁର ନିକଟ ଦଇେ ଗମନକାରୀ ପ୍ରେତ୍ୟକକ ଲୋକ ବିସ୍ମିତ ହାଇେ ଆପଣା ମସ୍ତକ ହରାଇବ।
16 A um deserto será reduzida a terra, objeto de perpétuo assobio; e o que por ele passar, estupefato, meneará a cabeça.
17 ଆମ୍ଭେ ପୂର୍ବୀଯ ପବନ ରେ ଚ୍ଛିନ୍ନ ହେଲାପ ରେ ଶତ୍ରୁ ସମ୍ମୁଖ ରେ ସମାନଙ୍କେୁ ଚ୍ଛିନ୍ନଭିନ୍ନ କରିବା। ଆମ୍ଭେ ସମାନଙ୍କେ ବିପଦ ଦିନ ରେ ସମାନଙ୍କେୁ ସାହାୟ୍ଯ ନ କରି ସମାନଙ୍କେ ପ୍ରତି ବିମୁଖ ହବୋ।
17 À semelhança do vento de leste, eu o dispersarei ante seus inimigos. E lhe voltarei as costas e não a face no dia da desgraça.
18 ଯିରିମିୟଙ୍କ ଶତ୍ରୁଗଣ କହିଲେ, ଆସ ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ଯବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ଯଦ୍ ବକ୍ତା ନିକଟରୁ ବାକ୍ଯ ଲୁପ୍ତ ହବେ ନାହିଁ। ତେଣୁ ଆସ ଆମ୍ଭମାନେେ ତାଙ୍କୁ ପ୍ରବଞ୍ଚନା ଦ୍ବାରା ଧ୍ବଂସ କରିବା। ଆମ୍ଭମାନେେ ତାଙ୍କର କୌଣସି କଥା ଶୁଣିବା ନାହିଁ।
18 Vinde, disseram então, e tramemos uma conspiração contra Jeremias! Por falta de um sacerdote não perecerá a lei, nem pela falta de um sábio, o conselho, ou pela falta de um profeta, a palavra divina. Vinde e firamo-lo com a língua, não lhe demos ouvidos às palavras!
19 ହେ ସଦାପ୍ରଭୁ, ମାେ ପ୍ରତି କର୍ଣ୍ଣପାତ କର ଏବଂ ମାେ ସହିତ ୟୁକ୍ତି କରୁଥିବା ଲୋକମାନଙ୍କର କଥା ଶୁଣ।
19 Senhor, ouvi-me! Escutai o que dizem meus inimigos.
20 ଲୋକେ ମଙ୍ଗଳ ପରିଶାଧେର କ'ଣ ଅମଙ୍ଗଳ କରିବେ ? ତୁମ୍ଭେ ସ୍ମରଣ କର, ମୁଁ କିପରି ସମାନଙ୍କେର ମଙ୍ଗଳ ନିମନ୍ତେ ତୁମ୍ଭ ସମ୍ମୁଖ ରେ ଛିଡ଼ା ହାଇେଥିଲି ଓ ସମାନଙ୍କେୁ ଦଣ୍ଡ ନ ଦବୋ ପାଇଁ କହିଥିଲି। ମାତ୍ର ସମାନେେ ମାରେ ବିନାଶ ନିମନ୍ତେ ଗର୍ତ୍ତ ଖାେଳି ଅଛନ୍ତି।
20 É assim que pagam o bem com o mal? Abrem uma cova para atentar-me contra a vida. Lembrai-vos de que ante vós me apresentei a fim de por eles interceder e deles afastar a vossa cólera.
21 ତେଣୁ ସମାନଙ୍କେର ସନ୍ତାନଗଣ ଦୁର୍ଭିକ୍ଷ ରେ କବଳିତ ହୁଅନ୍ତୁ। ସମାନଙ୍କେର ଶତ୍ରୁ ସମାନଙ୍କେୁ ଖଡ୍ଗ ରେ ପରାସ୍ତ କରନ୍ତୁ। ସମାନଙ୍କେର ସ୍ତ୍ରୀମାନେ ସନ୍ତାନହୀନା ଓ ବିଧବା ହୁଅନ୍ତୁ। ସମାନଙ୍କେର ପୁରୁଷଗଣ ମୃତ୍ଯୁବରଣ କରନ୍ତୁ ଓ ସମାନଙ୍କେର ୟୁବାଗଣ ୟୁଦ୍ଧ ରେ ନିହତ ହୁଅନ୍ତୁ।
21 Assim, entregai-lhes os filhos à fome e a eles próprios ao fio da espada. Percam suas mulheres os filhos e maridos, morram os homens pela peste, e os jovens caiam sob a espada nos combates.
22 ଯେତବେେଳେ ତୁମ୍ଭେ ହଠାତ୍ ଦଳେ ଚଢ଼ଉକାରୀ ସମାନଙ୍କେ ବିରୁଦ୍ଧ ରେ ଆଣ, ସମାନଙ୍କେର ଗୃହରୁ କ୍ରନ୍ଦନର ସ୍ବର ଶୁଣାଯାଉ। କାରଣ ସମାନେେ ମାେତେ ଧରିବା ପାଇଁ ଗର୍ତ୍ତ ଖାେଳି ଅଛନ୍ତି ଓ ମାେ ଚରଣ ପାଇଁ ଗୋପନ ରେ ଫାନ୍ଦ ବସାଇ ଅଛନ୍ତି।
22 Quando, de súbito, sobre eles lançardes hordas armadas, ouçam-se os clamores partidos de suas casas, já que cavaram uma fossa para prender-me, e armaram laços a meus pés.
23 ହେ ସଦାପ୍ରଭୁ, ମାରେ ବିନାଶ ପାଇଁ ସମାନଙ୍କେର ଯୋଜନା ତୁମ୍ଭେ ଜାଣୁଅଛ। ସମାନଙ୍କେର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟି ରେ ସମାନଙ୍କେର ପାପ ଲୋପ କର ନାହିଁ। ତୁମ୍ଭେ ସମାନଙ୍କେୁ ବିନାଶ କର। ଆପଣା କୋରଧ ସମାନଙ୍କେ ପ୍ରତି ବ୍ଯବହାର କର।
23 Vós, porém, Senhor, que bem conheceis suas conspirações de morte contra mim, não lhes perdoeis tal iniqüidade. Que a vossos olhos o seu pecado permaneça indelével e caiam diante de vós. Agi contra eles no dia de vossa cólera.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 18, comparar traduções ou montar um estudo — tudo direto pelo WhatsApp.