Jeremias 20
Oriya Bible (GL_ORIYA) vs ARA
1 ଯିରିମିୟ ଏହିସବୁ ଭବିଷ୍ଯଦବାକ୍ଯ ପ୍ରଚାର କଲା ବେଳେ ଇମ୍ମର ଯାଜକର ପୁତ୍ର ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ଯକ୍ଷ ପଶ୍ହୂର ତାହା ଶୁଣିଲା।
1 Pasur, filho do sacerdote Imer, que era presidente na Casa do Senhor , ouviu a Jeremias profetizando estas coisas.
2 ତେଣୁ ପଶ୍ହୂର ଭବିଷ୍ଯଦବକ୍ତା ଯିରିମିୟଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ଯାମୀନର ଉପର ଫାଟକରେ ଥିବା ହରିକାଠ ରେ ତାକୁ ବନ୍ଦ କରି ରଖିଲା।
2 Então, feriu Pasur ao profeta Jeremias e o meteu no tronco que estava na porta superior de Benjamim, na Casa do Senhor . No dia seguinte, Pasur tirou a Jeremias do tronco.
3 ତହିଁ ପରଦିନ ପଶ୍ହୂର ଯିରିମିୟଙ୍କୁ ହରିକାଠରୁ ବାହାର କରିଆଣିଲା। ତା'ପ ରେ ଯିରିମିୟ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି ମାଗୋର ମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖି ଅଛନ୍ତି।
3 Então, lhe disse Jeremias: O Senhor já não te chama Pasur, e sim Terror-Por-Todos-Os-Lados.
4 କାରଣ ସଦାପ୍ରଭୁ କହନ୍ତି, 'ଆମ୍ଭେ ଏପରି ପରିସ୍ଥିତି ସୃଷ୍ଟି କରିବା, ଯେ ତୁମ୍ଭ ପାଇଁ ଯାହା ଘଟିବ, ସେଥି ରେ ତୁମ୍ଭେ ଓ ତୁମ୍ଭର ସାଙ୍ଗମାନେ ଆତଙ୍କିତ ହବେେ। ଏବଂ ସମାନେେ ସମାନଙ୍କେର ଶତ୍ରୁଗଣର ଖଡ୍ଗ ରେ ନିହତ ହବେେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ। ଆଉ ଆମ୍ଭେ ଯିହୁଦାକୁ ବାବିଲର ରାଜା ହସ୍ତ ରେ ଦବୋ, ତା'ପ ରେ ସମାନଙ୍କେୁ ବନ୍ଦୀ କରି ବାବିଲକୁ ନଇୟିବୋ ଓ ସମାନଙ୍କେୁ ସଠାେ ରେ ହତ୍ଯା କରାୟିବ।
4 Pois assim diz o Senhor : Eis que te farei ser terror para ti mesmo e para todos os teus amigos; estes cairão à espada de seus inimigos, e teus olhos o verão; todo o Judá entregarei nas mãos do rei da Babilônia; este os levará presos à Babilônia e feri-los-á à espada.
5 ୟିରୁଶାଲମ ଅର୍ଜିତ ସକଳ ସତ୍ତି, ତହିଁର ଅର୍ଜିତ ସକଳ ଧନ ଓ ତହିଁର ସକଳ ବହୁମୂଲ୍ଯ ପଦାର୍ଥ ସମାନଙ୍କେ ଶତ୍ରୁଗଣଙ୍କ ହସ୍ତ ରେ ଦବୋ, ଆଉ ଯିହୁଦାର ରାଜଗଣର ସକଳ ଧନଭଣ୍ଡାର ଶତ୍ରୁର ହସ୍ତଗତ କରାଇବା। ସମାନେେ ସେ ସମସ୍ତ ଲୁଟିନଇେ ବାବିଲକୁ ଘନେିଯିବେ।
5 Também entregarei toda a riqueza desta cidade, todo o fruto do seu trabalho e todas as suas coisas preciosas; sim, todos os tesouros dos reis de Judá entregarei nas mãos de seus inimigos, os quais hão de saqueá-los, tomá-los e levá-los à Babilônia.
6 ପୁଣି ହେ ପଶ୍ହୂର, ତୁମ୍ଭେ ଓ ତୁମ୍ଭ ଗୃହ ନିବାସୀ ସମସ୍ତେ ବନ୍ଦୀ ହାଇେ ବାବିଲକୁ ଯିବେ। ତୁମ୍ଭେ ସହେି ସ୍ଥାନ ରେ ମରିବ ଓ ସଠାେ ରେ କବର ପାଇବ। ତୁମ୍ଭର ଯେଉଁ ବନ୍ଧୁମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କଲ, ସହେି ବନ୍ଧୁମାନେ ମଧ୍ଯ ସହେିଠା ରେ ମରିବେ ଓ କବର ନବେେ।
6 E tu, Pasur, e todos os moradores da tua casa ireis para o cativeiro; irás à Babilônia, onde morrerás e serás sepultado, tu e todos os teus amigos, aos quais profetizaste falsamente.
7 ହେ ସଦାପ୍ରଭୁ, ତୁମ୍ଭେ ମାେତେ ତୁମ୍ଭର ଭବିଷ୍ଯଦବକ୍ତା ହବୋରୁ ବିପଥଗାମୀ କରାଇଲ ଓ ମୁଁ ପ୍ରଚାରିତ ହଲିେ। ତୁମ୍ଭେ ମାଠାରୁେ ଶକ୍ତିଶାଳୀ, ଯେଉଁଥିପାଇଁ ମାେ'ଠାରୁ ଜଯ କରିଅଛ। ମୁଁ ଦିନୟାକ ଉପହାସର ପାତ୍ର ହାଇେଅଛି, ସମସ୍ତେ ମାେତେ ପରିହାସ କରୁଛନ୍ତି।
7 Persuadiste-me, ó Senhor , e persuadido fiquei; mais forte foste do que eu e prevaleceste; sirvo de escárnio todo o dia; cada um deles zomba de mim.
8 ପ୍ରେତ୍ୟକକ ଥର ମୁଁ କଥା କ ହେ ଓ କ୍ରନ୍ଦନ କରେ। ଦୌରାତ୍ମ୍ଯ ଓ ବିନାଶର କଥା ଉଚ୍ଚସ୍ବର ରେ କ ହେ। ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ପ୍ରତି ହାଇେଅଛି ବୋଲି କହିଲେ ମଧ୍ଯ ଲୋକେ ପ୍ରତିଥର ମାେତେ ଧିକ୍କାର ଓ ବିଦ୍ରୁପ କରିଛନ୍ତି।
8 Porque, sempre que falo, tenho de gritar e clamar: Violência e destruição! Porque a palavra do Senhor se me tornou um opróbrio e ludíbrio todo o dia.
9 ସମଯେ ସମଯେ ମୁଁ ନିଜେ ନିଜକୁ କ ହେ, ମୁଁ ଆଉ ସଦାପ୍ରଭୁଙ୍କ ବିଷଯ କହିବି ନାହିଁ କି ତାଙ୍କ ପାଇଁ ପ୍ରଚାର କରିବି ନାହିଁ। ମାତ୍ର ଏହା କହିଲା ବେଳେ ମାେ ଅସ୍ଥି ମଜ୍ଜା ମଧିଅରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ଯ ଜଳି ଉେଠ। ମୁଁ ହୃଦଯ ମଧିଅରେ ତାକୁ ସମ୍ଭାଳି ରଖିପା ରେ ନାହିଁ। ସଗେୁଡ଼ିକୁ ଭିତ ରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହଲିେ।
9 Quando pensei: não me lembrarei dele e já não falarei no seu nome, então, isso me foi no coração como fogo ardente, encerrado nos meus ossos; já desfaleço de sofrer e não posso mais.
10 ମୁଁ ବହୁବାର ଅପବାଦ ଶୁଣିଅଛି। ମାରେ ଚତୁର୍ଦ୍ଦିଗ ରେ ଆଶଙ୍କା ଅଛି। ଏପରିକି ମାରେ ମିତ୍ରମାନେ ମଧ୍ଯ ମାରେ ଦୋଷ ଦେଖନ୍ତି ଓ ଲୋକମାନେ ମାରେ ତ୍ରୁଟିକୁ ଅପେକ୍ଷା କରନ୍ତି। ସମାନେେ ଅଭିଯୋଗ କରି କହନ୍ତି, ଆମ୍ଭମାନେେ ଯିରିମିୟଙ୍କ ବିରୁଦ୍ଧ ରେ ମିଥ୍ଯା ଓ ମନ୍ଦକଥା କହିବା, ତୁମ୍ଭମାନେେ ମଧ୍ଯ ତାହା କହିବ। ତାହା ହେଲେ ଆମ୍ଭମାନେେ ତାକୁ ପରାସ୍ତ କରିବା ଓ ତା' ଉପ ରେ ପ୍ରତିଶାଧେ ନଇେପାରିବା।
10 Porque ouvi a murmuração de muitos: Há terror por todos os lados! Denunciai, e o denunciaremos! Todos os meus íntimos amigos que aguardam de mim que eu tropece dizem: Bem pode ser que se deixe persuadir; então, prevaleceremos contra ele e dele nos vingaremos.
11 କିନ୍ତୁ ସଦାପ୍ରଭୁ ମାେ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମାେତେ ଆଶ୍ରଯ ଦଇେଅଛନ୍ତି। ତେଣୁ ମାରେ ତାଡ଼ନାକାରୀମାନେ ବିଫଳ ହବେ ଓ ମାେତେ ପରାସ୍ତ କରିପାରିବେ ନାହିଁ। ସମାନେେ ଘାରେ ଅପମାନିତ ହବେ କାରଣ ସମାନେେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶଷେ କରିପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ଯସ୍ଥାଯୀ ହବେ ଓ ଲୋକେ ତାହା ଭୁଲିବେ ନାହିଁ।
11 Mas o Senhor está comigo como um poderoso guerreiro; por isso, tropeçarão os meus perseguidores e não prevalecerão; serão sobremodo envergonhados; e, porque não se houveram sabiamente, sofrerão afronta perpétua, que jamais se esquecerá.
12 ତେଣୁ ହେ ସୈନ୍ଯାଧିପତି ସଦାପ୍ରଭୁ ତୁମ୍ଭେ ଧାର୍ମିକର ପରୀକ୍ଷକ। ତୁମ୍ଭେ ସମସ୍ତଙ୍କର ମର୍ମ ଓ ଅନ୍ତଃକରଣ ଦେଖୁଅଛ। ମୁଁ ସମାନଙ୍କେ ବିଷଯ ରେ ମାରେ ଅଭିଯୋଗ ତୁମ୍ଭକୁ ଜଣାଇଅଛି। ତୁମ୍ଭେ ସମାନଙ୍କେ ପ୍ରତି ତୁମ୍ଭ ଦତ୍ତ ପ୍ରତିଫଳ ମାେତେ ଦଖାେଅ।
12 Tu, pois, ó Senhor dos Exércitos, que provas o justo e esquadrinhas os afetos e o coração, permite veja eu a tua vingança contra eles, pois te confiei a minha causa.
13 ସଦାପ୍ରଭୁଙ୍କ ବିଷଯ ରେ ଗାନ କର, ତାଙ୍କର ପ୍ରଶଂସା କର। କାରଣ ସେ ଦୁଷ୍ଟାଚାରୀଙ୍କ ହସ୍ତରୁ ଦୀନହୀନର ପ୍ରାଣ ଉଦ୍ଧାର କରନ୍ତି।
13 Cantai ao Senhor , louvai ao Senhor ; pois livrou a alma do necessitado das mãos dos malfeitores.
14 ମାରେ ଜନ୍ମଦିନ ଶାପଗ୍ରସ୍ତ ହେଉ ଓ ଯେଉଁଦିନ ମାରେ ମାତା ମାେତେ ଜନ୍ମ ଦଲୋ, ସେ ଦିନଟି ଆଶୀର୍ବାଦ ପ୍ରାପ୍ତ ନ ହେଉ।
14 Maldito o dia em que nasci! Não seja bendito o dia em que me deu à luz minha mãe!
15 ମାରେ ପିତାଙ୍କୁ ଯେଉଁ ବ୍ଯକ୍ତି ପୁତ୍ର ହବୋର ସମ୍ବାଦ ଦଇେ ଖୁସି କରାଇଥିଲା, ଏହା ଏକ ବାଳକ ସେ ମଧ୍ଯ ଶାପଗ୍ରସ୍ତ ହେଉ।
15 Maldito o homem que deu as novas a meu pai, dizendo: Nasceu-te um filho!, alegrando-o com isso grandemente.
16 ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସହେିସବୁ ନଗର ତୁଲ୍ଯ ହେଉ। ଆଉ ସେ ଲୋକ ପ୍ରାତଃକାଳ ରେ କ୍ରନ୍ଦନ ଓ ମଧ୍ଯାହ୍ନ କାଳ ରେ ଚିତ୍କାର ଶବ୍ଦ ଶୁଣୁ।
16 Seja esse homem como as cidades que o Senhor , sem ter compaixão, destruiu; ouça ele clamor pela manhã e ao meio-dia, alarido.
17 କାରଣ, ସେ ମାେତେ ମାତୃ ଗର୍ଭ ରେ ମାରିପାରିଲା ନାହିଁ। ତାହା କରିଥିଲେ ମାରେ ମାତୃଗର୍ଭ ମାରେ କବର ହାଇେଥାଆନ୍ତା ଓ ମୁଁ ଜନ୍ମ ନଇେଥାଆନ୍ତି।
17 Por que não me matou Deus no ventre materno? Por que minha mãe não foi minha sepultura? Ou não permaneceu grávida perpetuamente?
18 ମୁଁ କାହିଁକି ଜନ୍ମ ହଲିେ ? ଲଜ୍ଜା ଓ ଦୁଃଖ ରେ ମାରେ ସମସ୍ତ ଜୀବନ ଅତିବାହିତ ହେଲା।
18 Por que saí do ventre materno tão somente para ver trabalho e tristeza e para que se consumam de vergonha os meus dias?
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 20, comparar traduções ou montar um estudo — tudo direto pelo WhatsApp.