Jeremias 22

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ଯିହୁଦା ରାଜପ୍ରାସାଦକୁ ୟାଇ ଯିହୁଦାର ରାଜାଙ୍କୁ ଏହି ବାକ୍ଯ କୁହ।
1 Assim diz o SENHOR: Desce à casa do rei de Judá, e anuncia ali esta palavra,
2 ' ହେ ଦାଉଦଙ୍କ ସିଂହାସନ ରେ ଉପବିଷ୍ଟ ଯିହୁଦାର ରାଜା, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଫାଟକ ଦଇେ ପ୍ରବେଶ କର ଏବଂ ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ଶୁଣ।
2 E dize: Ouve a palavra do Senhor, ó rei de Judá, que te assentas no trono de Davi, tu, e os teus servos, o teu povo, que entrais por estas portas.
3 ସଦାପ୍ରଭୁ କହନ୍ତି, ନ୍ଯାଯ ବିବଚେନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ଯାଯ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନ ରେ ନିର୍ଦ୍ ଦୋଷର ରକ୍ତପାତ କର ନାହିଁ।
3 Assim diz o Senhor: Exercei o juízo e a justiça, e livrai o espoliado da mão do opressor; e não oprimais ao estrangeiro, nem ao órfão, nem à viúva; não façais violência, nem derrameis sangue inocente neste lugar.
4 ଆଉ ଯଦି ତୁମ୍ଭମାନେେ ପ୍ରକୃତ ରେ ଏହିସବୁ କାର୍ୟ୍ଯ କର, ତବେେ ଦାଉଦଙ୍କ ସିଂହାସନ ରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ବ ରେ ଚଢ଼ି, ସେ ଓ ତାଙ୍କର ଦାସଗଣଙ୍କ ସହିତ ସମସ୍ତ ଲୋକ ଏହି ଫାଟକ ଦଇେ ଗୃହ ରେ ପ୍ରବେଶ କରିବେ।
4 Porque, se deveras cumprirdes esta palavra, entrarão pelas portas desta casa os reis que se assentarão em lugar de Davi sobre o seu trono, andando em carros e montados em cavalos, eles, e os seus servos, e o seu povo.
5 ମାତ୍ର ତୁମ୍ଭେ ଯଦି ଏହିସବୁ କଥା ଶୁଣିବ ନାହିଁ, ତବେେ ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ନାମ ରେ ଶପଥ କରି କହୁଅଛୁ ଏହି ଗୃହ ଧ୍ବଂସ ସ୍ତୁପ ରେ ପରିଣତ ହବେ।
5 Mas, se não derdes ouvidos a estas palavras, por mim mesmo tenho jurado, diz o Senhor, que esta casa se tornará em assolação.
6 ଆଉ ଯିହୁଦାର ରାଜଗୃହ ବିଷଯ ରେ ସଦାପ୍ରଭୁ ଏହିକଥା କହନ୍ତି,
6 Porque assim diz o Senhor acerca da casa do rei de Judá: Tu és para mim Gileade, e a cabeça do Líbano; mas por certo que farei de ti um deserto e cidades desabitadas.
7 ତୁମ୍ଭର ପ୍ରାସାଦକୁ ଧ୍ବଂସ କରିବାକୁ ପ୍ରେତ୍ୟକକ ବିନାଶକାରୀଙ୍କୁ ଅସ୍ତ୍ର ସହିତ ପଠାଇବା। ସମାନେେ ତୁମ୍ଭର ସୁଦୃଢ଼ ସୁନ୍ଦର ଏରସକାଠ ନିର୍ମିତ କଡ଼ିଗୁଡ଼ିକୁ କାଟି ଅଗ୍ନି ରେ ପକାଇବେ।
7 Porque preparei contra ti destruidores, cada um com as suas armas; e cortarão os teus cedros escolhidos, e lançá-los-ão no fogo.
8 ଆଉ ଦେଶୀଯମାନେ ଏହି ନଗର ଦଇେ ଗଲା ବେଳେ ପ୍ରେତ୍ୟକକ ଆପଣା ଆପଣା ସଙ୍ଗୀକି ପଚାରିବେ, 'ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ୟିରୁଶାଲମ ନଗରକୁ ଏପରି କଲେ ?
8 E muitas nações passarão por esta cidade, e dirá cada um ao seu próximo: Por que procedeu o Senhor assim com esta grande cidade?
9 ତହିଁରେ ସମାନେେ ଉତ୍ତର ଦବେେ, 'ସଦାପ୍ରଭୁ ପରମେଶ୍ବରଙ୍କ ନିଯମକୁ ପରିତ୍ଯାଗ କରି ଯିହୁଦାବାସୀ ଅନ୍ୟ ଦବଗେଣଙ୍କୁ ପ୍ରଣାମ ଓ ସବୋ କରିଥିବାରୁ।'
9 E dirão: Porque deixaram a aliança do Senhor seu Deus, e se inclinaram diante de outros deuses, e os serviram.
10 ତୁମ୍ଭମାନେେ ମୃତ ରାଜାଙ୍କ ସକାେଶ ରୋଦନ କର ନାହିଁ। କିଅବା ତାହା ପାଇଁ ବିଳାପ କର ନାହିଁ। ମାତ୍ର ପ୍ରସ୍ଥାନ କରିବା ରାଜା ନିମନ୍ତେ ଅତିଶଯ କ୍ରନ୍ଦନ କର। କାରଣ ସେ ଆଉ ଫରେିବ ନାହିଁ କି ଆପଣା ଜନ୍ମଭୂମି ଆଉ ଦେଖିବ ନାହିଁ।
10 Não choreis o morto, nem o lastimeis; chorai abundantemente aquele que sai, porque nunca mais tornará nem verá a terra onde nasceu.
11 ଯେ ହତେୁ ଯିହୁଦାର ରାଜା ଯୋଶିୟର ପୁତ୍ର ଶଲମ୍ ଯେ ଆପଣା ପିତା ଯୋଶିୟର ପଦ ରେ ରାଜତ୍ବ କଲା ଓ ଏହି ସ୍ଥାନରୁ ବାହାରି ଗଲା। ତାହାର ବିଷଯ ରେ ସଦାପ୍ରଭୁ ଏହା କହନ୍ତି, ସେ ଆଉ ୟିରୁଶାଲମକୁ ଫରେିବ ନାହିଁ।
11 Porque assim diz o Senhor acerca de Salum, filho de Josias, rei de Judá, que reinou em lugar de Josias, seu pai, e que saiu deste lugar: Nunca mais ali tornará.
12 ଯିହାୟୋଦାରସ୍ (ଶଲମ) ବନ୍ଦୀତ୍ବ ଅବସ୍ଥା ରେ ଯେଉଁ ସ୍ଥାନକୁ ନୀତ ହାଇେଛି ସେ ସହେି ସ୍ଥାନ ରେ ମରିବ। ସେ ଆଉ ଏହି ଦେଶ ଦେଖିପାରିବେ ନାହିଁ।
12 Mas no lugar para onde o levaram cativo ali morrerá, e nunca mais verá esta terra.
13 ଯିହାୟୋକୀମ ଜଣେ ଅଧର୍ମୀ ରାଜା ଥିଲେ ୟିଏ କି ଅଧର୍ମ ରେ ଆପଣା ଗୃହ ଓ ଅନ୍ଯାଯ ରେ ଆପଣା କୋଠରୀମାନ ନିର୍ମାଣ କରେ, ୟିଏ ବିନା ମୂଲ୍ଯ ରେ ଆପଣା ପ୍ରତିବେଶୀକି ସବୋ କରାଏ ଓ ତାଙ୍କୁ କିଛି ବତନେ ଦିଏ ନାହିଁ।
13 Ai daquele que edifica a sua casa com injustiça, e os seus aposentos sem direito, que se serve do serviço do seu próximo sem remunerá-lo, e não lhe dá o salário do seu trabalho.
14 ଯିହାୟୋକୀମ୍ କହନ୍ତି, ମୁଁ ନିଜ ପାଇଁ ଏକ ପ୍ରଶସ୍ତ ଗୃହ ଓ ବୃହତ୍ କଠାେରୀମାନ ନିର୍ମାଣ କରିବି। ତେଣୁ ସେ ବୃହତ୍ ଝରକା ଥିବା ଏକ ଗୃହ ନିର୍ମାଣ କଲେ ଓ ଏରସ କାଠ ରେ ଗୃହର ଭିତର ଛାତ କଲେ ଓ ସିନ୍ଦୁର ରଙ୍ଗ ରେ କାଠ ରଙ୍ଗ କଲେ। ମାତ୍ର ସେ ସନ୍ତାପର ପାତ୍ର ହେଲେ।
14 Que diz: Edificarei para mim uma casa espaçosa, e aposentos largos; e que lhe abre janelas, forrando-a de cedro, e pintando-a de vermelhão.
15 ହେ ଯିହାୟୋଦାରକୀମ, ତୁମ୍ଭେ ତୁମ୍ଭ ଗୃହ ରେ ବହୁ ଏରସ କାଠ ବ୍ଯବହାର କରି ବଡ଼ ରାଜା ହାଇଯେିବ ବୋଲି ଭାବୁଛ କି ? ତୁମ୍ଭର ପିତା ଧର୍ମ ରେ ଖାଦ୍ୟ ପାନୀଯ ଦଇେ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସଠାେ ରେ ଉନ୍ନତି ହେଲା।
15 Porventura reinarás tu, porque te encerras em cedro? Acaso teu pai não comeu e bebeu, e não praticou o juízo e a justiça? Por isso lhe sucedeu bem.
16 ଯୋଶିୟ ଦରିଦ୍ର ଓ ଦୀନହୀନଙ୍କର ଯତ୍ନ ନେଉଥିବାରୁ ତାଙ୍କ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, ଏହାକି ଆମ୍ଭକୁ ଜ୍ଞାତ ହବୋର ନୁହେଁ ?
16 Julgou a causa do aflito e necessitado; então lhe sucedeu bem; porventura não é isto conhecer-me? diz o Senhor.
17 ମାତ୍ର ହେ ଯିହାୟୋଦାରକୀମ, ତୁମ୍ଭେ କବଳେ ନିଜର ସ୍ବାର୍ଥ ଦେଖିଛ, ତୁମ୍ଭର ଚକ୍ଷୁ ଓ ଅନ୍ତଃକରଣ ଲୋଭ, ଉପଦ୍ରବ, ଦୌରାତ୍ମ୍ଯ ଓ ନିର୍ଦ୍ ଦୋଷର ରକ୍ତପାତ ରେ ବୁଡ଼ି ରହିଛି।
17 Mas os teus olhos e o teu coração não atentam senão para a tua avareza, e para derramar sangue inocente, e para praticar a opressão, e a violência.
18 ଏଣୁ ଯୋଶିୟର ପୁତ୍ର ଯିହୁଦାର ରାଜା ୟିହୋଯାକୀମ ବିଷଯ ରେ ସଦାପ୍ରଭୁ ଏହି କଥା କହନ୍ତି, ଯିହୁଦାର ଲୋକମାନେ, 'ହାୟ, ଆମ୍ଭର ଭାଇ ! ଅବା ହାୟ, ଆମ୍ଭ ଭଉଣୀ ବୋଲି ଡ଼ାକି ତାଙ୍କ ପାଇଁ ବିଳାପ କରିବେ ନାହିଁ।ହାୟ ପ୍ରଭୁ, ହାୟ ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁବିଳାପ କରିବେ ନାହିଁ।
18 Portanto assim diz o SENHOR acerca de Jeoiaquim, filho de Josias, rei de Judá: Não o lamentarão, dizendo: Ai, meu irmão, ou ai, minha irmã! Nem o lamentarão, dizendo: Ai, senhor, ou, ai, sua glória!
19 ତାହାର କବର ଗଧର କବର ତୁଲ୍ଯ ହବେ, ସେ ଘୋଷଡ଼ା ୟାଇ ୟିରୁଶାଲମର ଦ୍ବାର ବାହା ରେ ପକାୟିବ।
19 Em sepultura de jumento será sepultado, sendo arrastado e lançado para bem longe, fora das portas de Jerusalém.
20 ହେ ଯିହୁଦା, ତୁମ୍ଭେ ଲିବାନୋନ୍ର ପର୍ବତ ଉପ ରେ କ୍ରନ୍ଦନ କର। ତୁମ୍ଭେ ବାଶନର ପର୍ବତ ଉପ ରେ ଉଚ୍ଚ ସ୍ବର ରେ ପାଟି କର ଓ ଅବାରୀମର ପର୍ବତରୁ ବିଳାପ କର। କାରଣ ତୁମ୍ଭର 'ପ୍ ରମେିକମାନେ' ବିନଷ୍ଟ ହାଇେଅଛନ୍ତି।
20 Sobe ao Líbano, e clama, e levanta a tua voz em Basã, e clama desde Abarim; porque estão destruídos todos os teus namorados.
21 ଆମ୍ଭେ ତୁମ୍ଭର ସୌଭାଗ୍ଯ ସମୟରେ ତୁମ୍ଭକୁ କଥା କହିଲୁ ଓ ତୁମ୍ଭକୁ ସାବଧାନ କଲୁ। ମାତ୍ର ତୁମ୍ଭେ ଶୁଣିବ ନାହିଁ ବୋଲି କହିଲ। ଆମ୍ଭ ବାକ୍ଯ ପ୍ରତି ତୁମ୍ଭେ ବାଲ୍ଯାବସ୍ଥାରୁ ଅବଧାନ କରି ନାହଁ।
21 Falei contigo na tua prosperidade, mas tu disseste: Não ouvirei. Este tem sido o teu caminho, desde a tua mocidade, pois nunca deste ouvidos à minha voz.
22 ତୁମ୍ଭ ପ୍ରତି ଶାସ୍ତି ସ୍ବରୂପ ବାଯୁ ତୁମ୍ଭର ସମସ୍ତ ମଷେପାଳକଙ୍କୁ ଉଡ଼ାଇ ନବେ ଓ ତୁମ୍ଭର ଆଚ୍ଛାଦନ ବନ୍ଦୀତ୍ବ ସ୍ଥାନକୁ ୟିବ। ସହେି ସମୟରେ ତୁମ୍ଭେ ନିଜର ସକଳ ଦୁଷ୍ଟାଚରଣ ଯୋଗୁଁ ଲଜ୍ଜିତ ଓ ଆକୁଳିତ ହବେ।
22 O vento apascentará a todos os teus pastores, e os teus namorados irão para o cativeiro; certamente então te confundirás, e te envergonharás por causa de toda a tua maldade.
23 ହେ ରାଜା, ତୁମ୍ଭେ ଏରସ କାଠ ନିର୍ମିତ ଗୃହ ରେ ଉଚ୍ଚ ପର୍ବତ ଉପ ରେ ବାସ କରି ଲିବା ନୋନ ରେ ରହିଲା ପରି ନିଜକୁ ନିରାପଦ ମନେ କରନ୍ତୁ। ମାତ୍ର ଯେତବେେଳେ ତୁମ୍ଭେ ଶାସ୍ତି ପାଇବ, ତୁମ୍ଭେ ପ୍ରସବ ବଦନୋ ତୁଲ୍ଯ ବିଳାପ କରିବ।
23 Ó tu, que habitas no Líbano e fazes o teu ninho nos cedros, quão lastimada serás quando te vierem as dores e os ais como da que está de parto.
24 ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହାୟୋକୀମର ପୁତ୍ର ଯିହାୟୋଦାରକୀନ୍ ଆମ୍ଭ ଦକ୍ଷିଣ ହସ୍ତର ମାହେର ତୁଲ୍ଯ ହେଲେ ହେଁ ଆମ୍ଭେ ତୁମ୍ଭକୁ ସଠାରୁେ କାଢ଼ି ପକାଇବା।
24 Vivo eu, diz o Senhor, que ainda que Conias, filho de Jeoiaquim, rei de Judá, fosse o anel do selo na minha mão direita, contudo dali te arrancaria.
25 ହେ ଯିହାୟୋଦାରକୀନ, ଯେଉଁମାନେ ତୁମ୍ଭର ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷଯ ରେ ତୁମ୍ଭେ ଭୟ କରୁଅଛ, ସମାନଙ୍କେ ହସ୍ତ ରେ ଅର୍ଥାତ୍ ବାବିଲର ରାଜା ନବୂଖଦନିତ୍ସରଙ୍କ ହସ୍ତ ରେ ଓ କଲଦୀଯମାନଙ୍କ ହସ୍ତ ରେ ଆମ୍ଭେ ତୁମ୍ଭକୁ ସମର୍ପି ଦବୋ।
25 E entregar-te-ei na mão dos que buscam a tua vida, e na mão daqueles diante de quem tu temes, a saber, na mão de Nabucodonosor, rei de babilônia, e na mão dos caldeus.
26 ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ ତୁମ୍ଭମାନଙ୍କର ଯେଉଁ ଦେଶ ରେ ଜନ୍ମ ହାଇେ ନ ଥିଲା ସହେିପରି ଦେଶ ରେ ନିକ୍ଷପେ କରିବା। ସହେିଠା ରେ ତୁମ୍ଭମାନେେ ମରିବ।
26 E lançar-te-ei, a ti e à tua mãe que te deu à luz, para uma terra estranha, em que não nasceste, e ali morrereis.
27 ହେ କନିଯ, ତୁମ୍ଭେ ଯେଉଁ ଦେଶକୁ ଫରେିବାକୁ ଇଚ୍ଛା କରୁଛ, ତୁମ୍ଭେ ସେ ଦେଶକୁ ଫରେିପାରିବ ନାହିଁ।
27 Mas à terra, para a qual eles com toda a alma desejam voltar, para lá não voltarão.
28 କନିଯ ଏକ ତୁଚ୍ଛ ଭଗ୍ନପାତ୍ର ତୁଲ୍ଯ ଯାହା ବାହା ରେ ନିକ୍ଷିପ୍ତ ହବୋ ଯୋଗ୍ଯ। ସେ ଏକ ଅପ୍ରୀତିକର ପାତ୍ର। ସେ ଓ ତାହାର ବଂଶ କାହିଁକି ଦୂରିକୃତ ହାଇେ ଅଜ୍ଞାତ ଦେଶ ରେ ନିକ୍ଷିପ୍ତ ହେଲେ ?
28 É, pois, este homem Conias um ídolo desprezado e quebrado, ou um vaso de que ninguém se agrada? Por que razão foram arremessados fora, ele e a sua geração, e arrojados para uma terra que não conhecem?
29 ହେ ପୃଥିବୀ, ଯିହୁଦା ଦେଶ ! ସଦାପ୍ରଭୁଙ୍କ ବାକ୍ଯ ଶୁଣ।
29 Ó terra, terra, terra! Ouve a palavra do Senhor.
30 ସଦାପ୍ରଭୁ କହନ୍ତି, କନିଯ ବିଷଯ ରେ ଏହି କଥା ଲେଖ, ' ସେ ନିଃସନ୍ତାନ ହବେ। ସେ ନିଜ ଜୀବନକାଳ ମଧିଅରେ ଭାଗ୍ଯବାନ୍ ହବେ ନାହିଁ। କାରଣ ତାହାର ବଂଶର କୌଣସି ଲୋକ ଦାଉଦଙ୍କ ସିଂହାସନ ରେ ବସିବ ନାହିଁ କି ଯିହୁଦା ଉପ ରେ ଆପଣା ଶାସନ କତ୍ତୃର୍ତ୍ବ କରି ଭାଗ୍ଯବାନ ହବେ ନାହିଁ।'
30 Assim diz o Senhor: Escrevei que este homem está privado de filhos, homem que não prosperará nos seus dias; porque nenhum da sua geração prosperará, para se assentar no trono de Davi, e reinar ainda em Judá.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 22, comparar traduções ou montar um estudo — tudo direto pelo WhatsApp.