Jeremias 23

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ସଦାପ୍ରଭୁ କହନ୍ତି, ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନ ରେ ମଷେମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସମାନେେ ସନ୍ତାପର ପାତ୍ର।
1 Ai dos pastores que destroem e dispersam as ovelhas do meu pasto! — diz o Senhor .
2 ଏଣୁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧ ରେ ଏହି କଥା କହନ୍ତି, ତୁମ୍ଭମାନେେ ଆମ୍ଭର ମଷେପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦଇେଅଛ ଓ ସମାନଙ୍କେର ଯତ୍ନ ନଇେ ନାହଁ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ଦୁଷ୍କର୍ମର ଫଳ ତୁମ୍ଭମାନଙ୍କୁ ଅବଶ୍ଯ ଦବୋ। ଏହା ସଦାପ୍ରଭୁ କହନ୍ତି।
2 Portanto, assim diz o Senhor , o Deus de Israel, contra os pastores que apascentam o meu povo: Vós dispersastes as minhas ovelhas, e as afugentastes, e delas não cuidastes; mas eu cuidarei em vos castigar a maldade das vossas ações, diz o Senhor .
3 ଆମ୍ଭେ ଯେଉଁ ଯେଉଁ ଦେଶକୁ ଆମ୍ଭର ପଲକୁ ତଡ଼ି ଦଇେଅଛୁ, ସହେିସବୁ ଦେଶରୁ ସମାନଙ୍କେର ଅବଶିଷ୍ଟାଂଶ ସଂଗ୍ରହ କରିବା। ଆଉ ପୁନର୍ବାର ସମାନଙ୍କେୁ ସମାନଙ୍କେର ବାସ ସ୍ଥାନକୁ ଫରୋଇ ଆଣିବା। ସେତବେେଳେ ସମାନେେ ପ୍ରଜାବନ୍ତ ଓ ବହୁ ସଂଖ୍ଯକ ହବେେ।
3 Eu mesmo recolherei o restante das minhas ovelhas, de todas as terras para onde as tiver afugentado, e as farei voltar aos seus apriscos; serão fecundas e se multiplicarão.
4 ଆଉ ଆମ୍ଭେ ସମାନଙ୍କେ ଉଦ୍ଦେଶ୍ଯ ରେ ନୂତନ ପାଳକ ନିୟୁକ୍ତ କରିବା। ସମାନେେ ସମାନଙ୍କେୁ ଚରାଇବେ ଓ ଯତ୍ନ ନବେେ। ଆଉ ଆମ୍ଭର ପଲ ଭୟଭୀତ କି ନିରାଶ ହବେେ ନାହିଁ। ପୁଣି ସମାନଙ୍କେ ମଧ୍ଯରୁ କହେି ହଜିବେ ନାହିଁ। ଏହା ସଦାପ୍ରଭୁ କହନ୍ତି।
4 Levantarei sobre elas pastores que as apascentem, e elas jamais temerão, nem se espantarão; nem uma delas faltará, diz o Senhor .
5 ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି, ଯେଉଁ ସମୟରେ ଦାଉଦ ବଂଶ ରେ ଆମ୍ଭେ ଏକ ଧାର୍ମିକ ଶାଖା 'ଉତ୍ପନ୍ନ' କରିବା। ତହିଁରେ ସେ ରାଜା ହାଇେ ରାଜତ୍ବ କରିବେ। ସେ ନିଜର ଉତ୍ତମ ଜ୍ଞାନ ବଳ ରେ ଦେଶ ରେ ସୁବିଚାର ଓ ନ୍ଯାଯ ପ୍ରତିଷ୍ଠା କରିବେ।
5 Eis que vêm dias, diz o Senhor , em que levantarei a Davi um Renovo justo; e, rei que é, reinará, e agirá sabiamente, e executará o juízo e a justiça na terra.
6 ସହେି ଉତ୍ତମ ରାଜତ୍ବ କାଳ ରେ ଶାଖା 'ଉତ୍ପନ୍ନ' ହାଇେ ଯିହୁଦା ପରିତ୍ରାଣ ପାଇବ ଓ ଇଶ୍ରାୟେଲ ନିରାପଦ ରେ ବାସ କରିବ। ପୁଣି ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମ ରେ ସେ ବିଖ୍ଯାତ ହବେେ।
6 Nos seus dias, Judá será salvo, e Israel habitará seguro; será este o seu nome, com que será chamado: Senhor , Justiça Nossa.
7 ଏଣୁକରି ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେଉଁ ସମୟରେ ଲୋକମାନେ କହିବେ ନାହିଁ, ' ସହେି ଜୀବିତ ସଦାପ୍ରଭୁ ଇଶ୍ରାୟେଲ ସନ୍ତାନଗଣକୁ ମିଶର ଦେଶରୁ ବାହାରକରି ଆଣିଲେ।'
7 Portanto, eis que vêm dias, diz o Senhor , em que nunca mais dirão: Tão certo como vive o Senhor , que fez subir os filhos de Israel da terra do Egito;
8 ମାତ୍ର ଲୋକମାନେ ଏକ ନୂଆ କଥା କହିବେ। ସମାନେେ କହିବେ, ' ସହେି ଜୀବିତ ସଦାପ୍ରଭୁ ଇଶ୍ରାୟେଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନକୁ ଆମ୍ଭେ ସମାନଙ୍କେୁ ତଡ଼ି ଦଇେଥିଲୁ, ସହେିସବୁ ଦେଶରୁ ସମାନଙ୍କେୁ ବାହାର କରି ଆଣିଲେ।' ଆଉ ସମାନେେ ଆପଣା ଦେଶ ରେ ବାସ କରିବେ। ଏପରି ସମୟ ଆସୁଅଛି।
8 mas: Tão certo como vive o Senhor , que fez subir, que trouxe a descendência da casa de Israel da terra do Norte e de todas as terras para onde os tinha arrojado; e habitarão na sua terra.
9 ଭବିଷ୍ଯଦବକ୍ତାମାନଙ୍କ ପ୍ରତି ବାର୍ତ୍ତା। ମାରେ ଅନ୍ତରସ୍ଥ ହୃଦଯ ଭଗ୍ନ ହାଇେଅଛି। ମାରେ ଅସ୍ଥିସବୁ କୁଅଛି। ସଦାପ୍ରଭୁ ଓ ତାଙ୍କ ପବିତ୍ର ବାକ୍ଯ ହତେୁ ମୁଁ ମତ୍ତ ଲୋକ ତୁଲ୍ଯ ଓ ଦ୍ରାକ୍ଷାରସ ରେ ପରାଜିତ ତୁଲ୍ଯ ହାଇେଅଛି।
9 Acerca dos profetas. O meu coração está quebrantado dentro de mim; todos os meus ossos estremecem; sou como homem embriagado e como homem vencido pelo vinho, por causa do Senhor e por causa das suas santas palavras.
10 କାରଣ ଯିହୁଦା ପାପୀ ଓ ବ୍ଯଭିଚାରୀମାନଙ୍କର ପରିପୂର୍ଣ୍ଣ। ସମାନେେ ବହୁ ଭାବରେ ଅବିଶ୍ବସ୍ତ ହାଇେଛନ୍ତି। ସଦାପ୍ରଭୁଙ୍କର ଅଭିଶାପ ଯୋଗୁଁ ପ୍ରାନ୍ତରସ୍ଥ ଚାରଣଭୂମି ଶୁଷ୍କ ହାଇେଅଛି। ଦେଶ ଶାେକ କରୁଅଛି। ଭବିଷ୍ଯଦବକ୍ତାଙ୍କର ବ୍ଯବହାର ଓ ପରାକ୍ରମ ନ୍ଯାଯସଙ୍ଗତ ନୁହେଁ।
10 Porque a terra está cheia de adúlteros e chora por causa da maldição divina; os pastos do deserto se secam; pois a carreira dos adúlteros é má, e a sua força não é reta.
11 ଉଭୟ ଭବିଷ୍ଯଦବକ୍ତା ଓ ଯାଜକଗଣ ସବୁ ମିଛ। କାରଣ ସଦାପ୍ରଭୁ କହନ୍ତି, ଏପରିକି ସମାନେେ ମାେ ମନ୍ଦିର ରେ ଅପକର୍ମ କରୁଥିବାର ମୁଁ ଦେଖିଲି।
11 Pois estão contaminados, tanto o profeta como o sacerdote; até na minha casa achei a sua maldade, diz o Senhor .
12 ତେଣୁ ସମାନଙ୍କେର ପଥ ଅନ୍ଧକାର ଓ ଖସଡ଼ା ହବେ। ସମାନେେ ସହେି ଅନ୍ଧାର ମଧିଅରେ ରହିବେ। କାରଣ ସଦାପ୍ରଭୁ କହନ୍ତି, ମୁଁ ସମାନଙ୍କେ ଉପ ରେ ଅମଙ୍ଗଳ ଓ ପ୍ରତିଫଳ ଆଣିବି।
12 Portanto, o caminho deles será como lugares escorregadios na escuridão; serão empurrados e cairão nele; porque trarei sobre eles calamidade, o ano mesmo em que os castigarei, diz o Senhor .
13 ଶମରିଯାର ଭବିଷ୍ଯଦବକ୍ତାମାନଙ୍କ ମଧିଅରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି। ସମାନେେ ବାଲଦବେ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରି ଇଶ୍ରାୟେଲ ଲୋକମାନଙ୍କୁ କୁପଥରେ ଚଳାଇଲେ।
13 Nos profetas de Samaria bem vi eu loucura; profetizavam da parte de Baal e faziam errar o meu povo de Israel.
14 ୟିରୁଶାଲମର ଭବିଷ୍ଯଦବକ୍ତାମାନଙ୍କ ମଧିଅରେ ଆମ୍ଭେ ସହେି ଭୟଙ୍କର ଜିନିଷ ଦେଖୁଅଛୁ। ସମାନେେ ପର ସ୍ତ୍ରୀ ନିକଟକୁ ଗମନ କରନ୍ତି, ମିଥ୍ଯାଚରଣ କରନ୍ତି ଓ ଦୂରାଚାରୀମାନଙ୍କ ହସ୍ତ ଏପରି ସବଳ କରନ୍ତି ଯେ ସମାନଙ୍କେ ମଧ୍ଯରୁ କହେି ଆପଣା ଆପଣା ଦୁଷ୍ଟତାରୁ ଫରନ୍େତି ନାହିଁ। ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ଯ ଓ ତାହାର ନିବାସୀଗଣ ହା ମାରେର ସମାନ ଅଟନ୍ତି।
14 Mas nos profetas de Jerusalém vejo coisa horrenda; cometem adultérios, andam com falsidade e fortalecem as mãos dos malfeitores, para que não se convertam cada um da sua maldade; todos eles se tornaram para mim como Sodoma, e os moradores de Jerusalém, como Gomorra.
15 ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଭବିଷ୍ଯଦବକ୍ତାମାନଙ୍କ ବିଷଯ ରେ ଏହା କହନ୍ତି, ଆମ୍ଭେ ସମାନଙ୍କେୁ ବିଷାକ୍ତ ଖାଦ୍ୟ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା। କାରଣ ୟିରୁଶାଲମର ଭବିଷ୍ଯଦବକ୍ତାମାନଙ୍କଠାରୁ ପାଷାଣ୍ଡତା ଦେଶ ସାରା ବ୍ଯାପିୟାଇଛି।
15 Portanto, assim diz o Senhor dos Exércitos acerca dos profetas: Eis que os alimentarei com absinto e lhes darei a beber água venenosa; porque dos profetas de Jerusalém se derramou a impiedade sobre toda a terra.
16 ପୁଣି ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଭବିଷ୍ଯଦବକ୍ତାଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି, ସମାନଙ୍କେର ବାକ୍ଯ ତୁମ୍ଭମାନେେ ଶୁଣ ନାହିଁ। ସମାନେେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି। ସମାନେେ କବଳେ ନିଜ ହୃଦଯର ଦର୍ଶନ କଥା କହନ୍ତି। ମାତ୍ର ସମାନେେ ସଦାପ୍ରଭୁଙ୍କର ମୁଖର କଥା କହନ୍ତି ନାହିଁ।
16 Assim diz o Senhor dos Exércitos: Não deis ouvidos às palavras dos profetas que entre vós profetizam e vos enchem de vãs esperanças; falam as visões do seu coração, não o que vem da boca do Senhor .
17 ସମାନେେ ଆମ୍ଭର ଅବଜ୍ଞାକାରୀଙ୍କୁ ଆମ୍ଭର ବାକ୍ଯ ନ କହି ଭିନ୍ନ କଥା କୁହନ୍ତି। ସମାନେେ ସମାନଙ୍କେୁ କୁହନ୍ତି, ସଦାପ୍ରଭୁ କହିଅଛନ୍ତି, 'ତୁମ୍ଭମାନଙ୍କର ଶାନ୍ତି ହବେ।' ପୁଣି ଯେଉଁମାନେ ଅବାଧ୍ଯ ହାଇେ ନିଜର ହୃଦଯ ରେ ଆଚରଣ ଅନୁସାରେ କାର୍ୟ୍ଯ କରନ୍ତି, ସମାନଙ୍କେୁ କୁହାୟାଏ, 'ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ହବେ ନାହିଁ।'
17 Dizem continuamente aos que me desprezam: O Senhor disse: Paz tereis; e a qualquer que anda segundo a dureza do seu coração dizem: Não virá mal sobre vós.
18 ମାତ୍ର କୌଣସି ଭବିଷ୍ଯଦବକ୍ତା ସ୍ବର୍ଗୀଯ ସଭା ରେ ସଦାପ୍ରଭୁଙ୍କର ବାକ୍ଯ ପ୍ରତ୍ଯକ୍ଷ ଭାବରେ ଶୁଣିବାକୁ ତାଙ୍କ ସମ୍ମୁଖ ରେ ଠିଆ ହାଇେ ନାହିଁ। କହେି ତାଙ୍କର ବାକ୍ଯ ମନୋୟୋଗ ସହକା ରେ ଶୁଣି ନାହିଁ।
18 Porque quem esteve no conselho do Senhor , e viu, e ouviu a sua palavra? Quem esteve atento à sua palavra e a ela atendeu?
19 ତେଣୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋର୍ଧ ଭୟଙ୍କର ଘୂର୍ଣ୍ଣିବାତ୍ଯା ସ୍ବରୂପ ଆସିବ ଓ ତାହା ଦୁଷ୍ଟମାନଙ୍କର ମସ୍ତକକୁ ଦଳି ପକାଇବ।
19 Eis a tempestade do Senhor ! O furor saiu, e um redemoinho tempestuou sobre a cabeça dos perversos.
20 ଯେପର୍ୟ୍ଯନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାଯ ସଫଳ ଓ ସିଦ୍ଧ ନ କରିଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କର କୋରଧ ଫରେିବ ନାହିଁ। ତୁମ୍ଭମାନେେ ଶଷେକାଳ ରେ ସୂର୍ଣ୍ଣରୂପେ ହୃଦଯଙ୍ଗମ କରିବ।
20 Não se desviará a ira do Senhor , até que ele execute e cumpra os desígnios do seu coração; nos últimos dias, entendereis isso claramente.
21 ଆମ୍ଭେ ସହେି ଭବିଷ୍ଯଦବକ୍ତାମାନଙ୍କୁ ପଠାଇ ନ ଥିଲୁ। ତଥାପି ସମାନେେ ଆପେ ଆପେ ଧାଇଁଲେ। ଆମ୍ଭେ ସମାନଙ୍କେୁ କିଛି ବାକ୍ଯ ପ୍ରଦାନ କରି ନ ଥିଲୁ। ମାତ୍ର ସମାନେେ ଆମ୍ଭ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ।
21 Não mandei esses profetas; todavia, eles foram correndo; não lhes falei a eles; contudo, profetizaram.
22 ସମାନେେ ଯଦି ଆମ୍ଭ ସ୍ବର୍ଗୀଯ ସଭା ରେ ଠିଆ ହଇେଥାନ୍ତେ, ତବେେ ସମାନେେ ଆମ୍ଭର ଲୋକମାନଙ୍କୁ ଆମ୍ଭର ବାକ୍ଯ ଶୁଣାଇ ଥାଆନ୍ତେ। ଆଉ ସମାନେେ ସମାନଙ୍କେୁ କୁପଥରୁ ଓ କୁକର୍ମରୁ ନିବୃତ୍ତ କରାଇଥାଆନ୍ତେ।
22 Mas, se tivessem estado no meu conselho, então, teriam feito ouvir as minhas palavras ao meu povo e o teriam feito voltar do seu mau caminho e da maldade das suas ações.
23 ସଦାପ୍ରଭୁ କହନ୍ତି, ଆମ୍ଭେ ପରମେଶ୍ବର। ଆମ୍ଭେ କି ନିକଟ କି ଦୂର ସବୁସ୍ଥାନ ରେ ପରମେଶ୍ବର ଅଟୁ।
23 Acaso, sou Deus apenas de perto, diz o Senhor , e não também de longe?
24 ସଦାପ୍ରଭୁ କହନ୍ତି, କୌଣସି ବ୍ଯକ୍ତି ଆମ୍ଭଠାରୁ ନିଜକୁ ଗୋପନୀଯ କରି ରହିପାରିବ ନାହିଁ। କାରଣ ଆମ୍ଭେ ସ୍ବର୍ଗ ଓ ମର୍ତ୍ତ୍ଯ ସବୁଠା ରେ ବ୍ଯାପି ରହିଅଛୁ।
24 Ocultar-se-ia alguém em esconderijos, de modo que eu não o veja? — diz o Senhor ; porventura, não encho eu os céus e a terra? — diz o Senhor .
25 ପୁଣି ଏପରି କେତକେ ଭବିଷ୍ଯଦବକ୍ତା ଅଛନ୍ତି, ' ଯେଉଁମାନେ ଆମ୍ଭ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ଆମ୍ଭେ ସ୍ବପ୍ନ ଦେଖିଅଛୁ, ଆମ୍ଭେ ସ୍ବପ୍ନ ଦେଖିଅଛୁ' କହନ୍ତି, ସମାନଙ୍କେ କଥା ଆମ୍ଭେ ଶୁଣିଅଛୁ।
25 Tenho ouvido o que dizem aqueles profetas, proclamando mentiras em meu nome, dizendo: Sonhei, sonhei.
26 ଯେଉଁ ଭବିଷ୍ଯଦବକ୍ତାମାନଙ୍କ ହୃଦଯ ମିଥ୍ଯା ଭାବନା ରେ ପରିପୂର୍ଣ୍ଣ ଓ ଯେଉଁମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି, ସମାନେେ କେତକୋଳ ଏହା ଚାଲୁ ରଖିବେ ?
26 Até quando sucederá isso no coração dos profetas que proclamam mentiras, que proclamam só o engano do próprio coração?
27 ସହେି ଭବିଷ୍ଯଦବକ୍ତାଗଣ ଆପଣା ଆପଣା ପ୍ରତିବେଶୀଙ୍କୁ ମିଥ୍ଯା ସ୍ବପ୍ନ କଥା କହି ମାରେ ନାମକୁ ମାେ ଲୋକମାନଙ୍କଠାରୁ ବିସ୍ମୃତ କରାଇବାକୁ ଚାହାଁନ୍ତି। ଯେପରି ସମାନଙ୍କେର ପୂର୍ବପୁରୁଷଗଣ ବାଲ୍ଦବେ ସକାେଶ ମାରେ ନାମ ପାଶୋରି ପକାଇଲେ।
27 Os quais cuidam em fazer que o meu povo se esqueça do meu nome pelos seus sonhos que cada um conta ao seu companheiro, assim como seus pais se esqueceram do meu nome, por causa de Baal.
28 ଶସ୍ଯ ସହିତ ପାଳ ସମାନ ନୁହେଁ। ଦହେିପରି ଯେଉଁ ଭବିଷ୍ଯଦବକ୍ତାଗଣ ଆମ୍ଭର ସ୍ବପ୍ନ ଦେଖିଛନ୍ତି, ସମାନେେ ସେ ସ୍ବପ୍ନକଥା ପ୍ରକାଶ କରନ୍ତୁ। ଯଦି ସମାନେେ ଆମ୍ଭର ବାକ୍ଯ ପାଇଛନ୍ତି ତବେେ ସମାନେେ ବିଶ୍ବସ୍ତ ଭାବରେ ତାହା କୁହନ୍ତୁ।
28 O profeta que tem sonho conte-o como apenas sonho; mas aquele em quem está a minha palavra fale a minha palavra com verdade. Que tem a palha com o trigo? — diz o Senhor .
29 ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ଯ ଅଗ୍ନି ତୁଲ୍ଯ। ପୁଣି ତାହା ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ଯ।
29 Não é a minha palavra fogo, diz o Senhor , e martelo que esmiúça a penha?
30 ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ଆପଣା ଆପଣା ପ୍ରତିବେଶୀଠାରୁ ଆମ୍ଭର ବାକ୍ଯ ହରଣ କରନ୍ତି, ଆମ୍ଭେ ସମାନଙ୍କେର ବିପକ୍ଷ ଅଟୁ।
30 Portanto, eis que eu sou contra esses profetas, diz o Senhor , que furtam as minhas palavras, cada um ao seu companheiro.
31 ପୁଣି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ଭବିଷ୍ଯଦବକ୍ତାମାନେ, ନିଜେ ମିଥ୍ଯା କହି ଛଳନା ପୂର୍ବକ କହନ୍ତି ମୁଁ କହିଛି ବୋଲି, ମୁଁ ସମାନଙ୍କେର ବିପକ୍ଷ ଅଟେ।
31 Eis que eu sou contra esses profetas, diz o Senhor , que pregam a sua própria palavra e afirmam: Ele disse.
32 ଆଉ ମଧ୍ଯ ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ଯା ସ୍ବପ୍ନର ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସହେି ମିଥ୍ଯା କଥା ଓ ଅସାର ଶିକ୍ଷା ଦ୍ବାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସମାନଙ୍କେର ବିପକ୍ଷ ଅଟୁ। ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ପଠାଇ ନାହୁଁ କିଅବା ସମାନଙ୍କେୁ ଆଜ୍ଞା ଦଇେ ନାହୁଁ। ତେଣୁ ସମାନେେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରିପାରିବେ ନାହିଁ।
32 Eis que eu sou contra os que profetizam sonhos mentirosos, diz o Senhor , e os contam, e com as suas mentiras e leviandades fazem errar o meu povo; pois eu não os enviei, nem lhes dei ordem; e também proveito nenhum trouxeram a este povo, diz o Senhor .
33 ତା'ପ ରେ ଯେତବେେଳେ ଯିହୁଦାର ଲୋକମାନେ, କିଅବା ଭବିଷ୍ଯଦବକ୍ତାଗଣ କିଅବା ଯାଜକଗଣ ତୁମ୍ଭକୁ ପଚାରନ୍ତି, ' ହେ ଯିରିମିୟ, ସଦାପ୍ରଭୁଙ୍କର ଭାରୋକ୍ତି କ'ଣ ?' ସେତବେେଳେ ତୁମ୍ଭେ ନିଶ୍ଚିତ ଭାବରେ ସମାନଙ୍କେୁ ଉତ୍ତର କରିବ, 'ତୁମ୍ଭମାନେେ ହେଉଛ ସଦାପ୍ରଭୁଙ୍କର ବୋଝ, ତେଣୁ ମୁଁ ତୁମ୍ଭମାନଙ୍କୁ ପରିତ୍ଯାଗ କରିବି। ଏହା ସଦାପ୍ରଭୁ କହନ୍ତି।
33 Quando, pois, este povo te perguntar, ou qualquer profeta, ou sacerdote, dizendo: Qual é a sentença pesada do Senhor ? Então, lhe dirás: Vós sois o peso, e eu vos arrojarei, diz o Senhor .
34 ଯଦି କୌଣସି ଭବିଷ୍ଯଦବକ୍ତା କିଅବା ଯାଜକ କିଅବା ଲୋକମାନଙ୍କ ମଧ୍ଯରୁ ଯେ କହେି କ ହେ, 'ସଦାପ୍ରଭୁଙ୍କର ବାର୍ତ୍ତା ଏକ ଭାରୀ', ମୁଁ ସେ ଲୋକକୁ ଓ ତାହାର ପରିବାରକୁ ଶାସ୍ତି ଦବେି।
34 Quanto ao profeta, e ao sacerdote, e ao povo que disser: Sentença pesada do Senhor , a esse homem eu castigarei e a sua casa.
35 ତୁମ୍ଭମାନେେ ପ୍ରେତ୍ୟକକ ଆପଣା ପ୍ରତିବେଶୀକି ଓ ଆପଣା ଭ୍ରାତାକୁ ପଚାରିବ, 'ସଦାପ୍ରଭୁ କି ଉତ୍ତର ଦଇେଅଛନ୍ତି ?' 'ସଦାପ୍ରଭୁ କି କଥା କହିଅଛନ୍ତି ?'
35 Antes, direis, cada um ao seu companheiro e cada um ao seu irmão: Que respondeu o Senhor ? Que falou o Senhor ?
36 ତୁମ୍ଭମାନେେ ପୁଣି ଉଲ୍ଲେଖ କରିବା ଉଚିତ୍ ନୁହଁ ଯେ, 'ସଦାପ୍ରଭୁଙ୍କର ବାର୍ତ୍ତା' ବୋଝ ବୋଲି। କାରଣ ତୁମ୍ଭମାନେେ ପ୍ରେତ୍ୟକକ ନିଜକୁ ଯାହା କହୁଛ ତାହା ବୋଝ। ତୁମ୍ଭେ ଜୀବିତ ପରମେଶ୍ବରଙ୍କ ବାକ୍ଯକୁ କଦର୍ଥ କରିଅଛ।
36 Mas nunca mais fareis menção da sentença pesada do Senhor ; porque a cada um lhe servirá de sentença pesada a sua própria palavra; pois torceis as palavras do Deus vivo, do Senhor dos Exércitos, o nosso Deus.
37 ତୁମ୍ଭେ ଯଦି ପରମେଶ୍ବରଙ୍କ ବାର୍ତ୍ତା ଜାଣିବାକୁ ଚାହୁଁଛ, ତବେେ ଜଣେ ଭବିଷ୍ଯଦବକ୍ତାଙ୍କୁ ଏହିକଥା କହିବ, 'ସଦାପ୍ରଭୁ କି ଉତ୍ତର ଦଇେଅଛନ୍ତି ?' 'ସଦାପ୍ରଭୁ କି କଥା କହିଛନ୍ତି ?'
37 Assim dirás ao profeta: Que te respondeu o Senhor ? Que falou o Senhor ?
38 ମାତ୍ର 'ତୁମ୍ଭମାନେେ ସଦାପ୍ରଭୁଙ୍କର ଭାରୋକ୍ତି ବୋଲି' କୁହ ନାହିଁ। ତୁମ୍ଭମାନେେ ଯଦି ଏହିକଥା କୁହ, ତବେେ ସଦାପ୍ରଭୁ କହନ୍ତି, 'ଆମ୍ଭେ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କର ଭାରୋକ୍ତି ନ କହିବାକୁ କହିଥିଲୁ, ତଥାପି 'ତୁମ୍ଭମାନେେ ସହେି ଉଚ୍ଚ ଶବ୍ଦ ବ୍ଯବହାର କଲ ?'
38 Mas, porque dizeis: Sentença pesada do Senhor , assim o diz o Senhor : Porque dizeis esta palavra: Sentença pesada do Senhor (havendo-vos eu proibido de dizerdes esta palavra: Sentença pesada do Senhor ),
39 ମାତ୍ର ତୁମ୍ଭମାନେେ ଆମ୍ଭର ବାକ୍ଯକୁ ଭାରୋକ୍ତି ବୋଲି କହିଲ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ଯାଗ କରିବା। ପୁଣି ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଯେଉଁ ନଗର ଦଇେଅଛୁ, ତାହାକୁ ଆମ୍ଭ ସମ୍ମୁଖରୁ ଦୂର କରିବା।
39 por isso, levantar-vos-ei e vos arrojarei da minha presença, a vós outros e à cidade que vos dei e a vossos pais.
40 ଆମ୍ଭେ ଏପରି ଦୁର୍ନାମ ଓ ଲଜ୍ଜ୍ଯା ତୁମ୍ଭମାନଙ୍କୁ ଚିରକାଳ ଭୋଗଇବା, ଯାହାକୁ ତୁମ୍ଭମାନେେ କବେେ ଭୁଲିପାରିବ ନାହିଁ।'
40 Porei sobre vós perpétuo opróbrio e eterna vergonha, que jamais será esquecida.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 23, comparar traduções ou montar um estudo — tudo direto pelo WhatsApp.