Jeremias 24

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ବାବିଲର ରାଜା ନବୂଖଦନିତ୍ସର, ଯିହାୟୋଦାରକୀମ୍ର ପୁତ୍ର, ଯିହୁଦାର ରାଜା ୟିହୋଯାଖୀନକୁ ଓ ଯିହୁଦାର ଅଧିପତିମାନଙ୍କୁ ଶିଳ୍ପକର ଓ କର୍ମକାରମାନଙ୍କ ସହିତ ୟିରୁଶାଲମରୁ ବନ୍ଦୀକରି ବାବିଲକୁ ନଇଗେଲା ଉତ୍ତା ରେ, ସଦାପ୍ରଭୁ ମାେତେ ଏକ ଦର୍ଶନ ଦଖାଇେଲେ। ଆଉ ମୁଁ ଦେଖିଲି, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖ ରେ ଦୁଇ ଡ଼ାଲା ଡ଼ିମ୍ବିରି ଫଳ ରଖା ୟାଇଅଛି।
1 — ausente —
2 ଗୋଟିଏ ଡ଼ାଲା ରେ ଆଦ୍ଯ ପକ୍ବ ଡ଼ିମ୍ବିରି ଫଳପରି ଅତି ଉତ୍ତମ ଫଳ ଥିଲା। ଅନ୍ୟ ଏକ ଡାଲା ରେ ଏପରି ଅତି ମନ୍ଦ ଡ଼ିମ୍ବିରି ଫଳ ଥିଲା, ଯାହାକି ଭୋଜନ ଉପୟୋଗୀ ନ ଥିଲା।
2 — ausente —
3 ସଦାପ୍ରଭୁ ମାେତେ ପଚାରିଲେ, ହେ ଯିରିମିୟ, ତୁମ୍ଭେ କ'ଣ ଦେଖୁଛ ? ମୁଁ ଉତ୍ତର କଲି, ଡ଼ିମ୍ବିରି ଫଳ, ଉତ୍ତମ ଡ଼ିମ୍ବିରି ଅତି ଉତ୍ତମ ଓ ମନ୍ଦ ଡ଼ିମ୍ବିରି ଏତେ ମନ୍ଦ ଯେ ତାହା ଭୋଜନ ଯୋଗ୍ଯ ନୁହେଁ।
3 Então o Senhor me perguntou: — Jeremias, o que você está vendo? — Figos! — respondi. — Os bons são muito bons, e os ruins são muito ruins, tão ruins, que ninguém pode comê-los.
4 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା।
4 Aí Deus me disse:
5 ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ଯେଉଁମାନେ ଯିହୁଦାର ବନ୍ଦୀରୂପେ ନିଆଗେଲ, ଏହିସବୁ ଉତ୍ତମ ଡ଼ିମିରି ତୁଲ୍ଯ। ମୁଁ ସମାନଙ୍କେୁ ଉତ୍ତମ ବୋଲି ବିବଚେନା କରିବି। ଯେଉଁମାନଙ୍କୁ ମୁଁ ଏହି ସ୍ଥାନରୁ କଲଦୀଯମାନଙ୍କ ଭୂମିକୁ ତଡ଼ି ଦଇେଛି।
5 — Eu, o Senhor , o Deus de Israel, digo que os israelitas que foram levados para a Babilônia são como esses figos bons, e eu os tratarei com bondade.
6 ଆମ୍ଭେ ସମାନଙ୍କେୁ ସୁରକ୍ଷା ଦବୋ। ଆମ୍ଭେ ସମାନଙ୍କେୁ ଭଗ୍ନ କରିବା ନାହିଁ, ଆମ୍ଭେ ସମାନଙ୍କେୁ ନର୍ମାଣ କରିବା। ପୁଣି ଆମ୍ଭେ ସମାନଙ୍କେୁ ଉତ୍ପାଟନ କରିବା ନାହିଁ, ଆମ୍ଭେ ସମାନଙ୍କେୁ ରୋପଣ କରିବା।
6 Cuidarei deles e os trarei de volta para esta terra. Eu edificarei a nação e não a destruirei; plantarei e não arrancarei.
7 ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସମାନଙ୍କେୁ ଜଣାଇବା ପାଇଁ ମନ ଦବୋ। ତାହା ହେଲେ ସମାନେେ ଆମ୍ଭର ଲୋକ ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ କାରଣ ସମାନେେ ସର୍ବାନ୍ତଃକରଣ ରେ ଆମ୍ଭ ନିକଟକୁ ଫରେି ଆସିବେ।
7 Porei no coração deles o desejo de reconhecerem que eu sou Deus, o Senhor . Então eles serão o meu povo, e eu serei o seu Deus porque com todo o coração vão voltar para mim.
8 ମାତ୍ର ଯିହୁଦାର ରାଜା ସିଦିକିଯ ସହେି ଅତି ମନ୍ଦ ଡ଼ିମ୍ବିରି ଫଳ ସଦୃଶ। ତେଣୁ ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚଯ ସିଦିକିଯକୁ, ତାହାର ଅଧିପତିଗଣକୁ ଓ ୟିରୁଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶ ରେ ଅଛନ୍ତି, ସମାନଙ୍କେୁ ଓ ଯେଉଁମାନେ ମିଶର ଦେଶ ରେ ବାସ କରନ୍ତି, ସମାନଙ୍କେୁ ଆମ୍ଭେ ତ୍ଯାଗ କରିବା।
8 — Eu, o Senhor , vou tratar como figos ruins, que não podem ser comidos, as seguintes pessoas: o rei Zedequias, de Judá, os políticos que estão com ele e o resto do povo de Jerusalém, tanto os que ficaram nesta terra como os que se mudaram para o Egito.
9 ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।
9 Farei cair sobre eles uma desgraça tão grande, que todas as nações do mundo vão ficar horrorizadas. As pessoas vão zombar deles, fazer piadas e caçoar. E, em todos os lugares onde eu os espalhar, o nome deles será usado para rogar pragas.
10 ସମାନେେ ସଇେ ଭୂମିରୁ ଉଚ୍ଛିନ୍ନ ହବୋ ପର୍ୟ୍ଯନ୍ତ ଆମ୍ଭେ ସମାନଙ୍କେ ବିପକ୍ଷ ରେ, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା, ଯେଉଁ ଦେଶ ସମାନଙ୍କେୁ ଓ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦଇେଥିଲି। ତହିଁରୁ ସମାନଙ୍କେୁ ଉଚ୍ଛନ୍ନ କରିବା।
10 Mandarei contra eles guerra, fome e doença, até que desapareçam da terra que dei a eles e aos seus antepassados.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 24, comparar traduções ou montar um estudo — tudo direto pelo WhatsApp.