Jeremias 25
Oriya Bible (GL_ORIYA) vs NAA
1 ବାବିଲର ରାଜା ନବୂଖଦନିତ୍ସରର ଅଧିକାରର ପ୍ରଥମ ବର୍ଷ ରେ ଓ ଯୋଶିୟଯର ପୁତ୍ର, ଯିହୁଦାର ରାଜା ୟିହୋଯାକୀମର ଅଧିକାରର ଚତୁର୍ଥ ବର୍ଷ ରେ, ଯିହୁଦାର ସମଗ୍ର ଲୋକ ବିଷଯ ରେ ଯିରିମିୟଙ୍କ ନିକଟରେ ଏହି ବାକ୍ଯ ଉପସ୍ଥିତ ହେଲା।
1 Palavra que veio a Jeremias a respeito de todo o povo de Judá, no quarto ano do reinado de Jeoaquim, filho de Josias, rei de Judá, que era o primeiro ano do reinado de Nabucodonosor, rei da Babilônia.
2 ଭବିଷ୍ଯଦବକ୍ତା ଯିରିମିୟ ଯିହୁଦାର ସମସ୍ତ ଲୋକ ଓ ସମସ୍ତ ୟିରୁଶାଲମ ନିବାସୀ ନିକଟରେ ସହେି ବାକ୍ଯ ପ୍ରଚାର କରି କହିଲେ,
2 O profeta Jeremias anunciou a todo o povo de Judá e a todos os moradores de Jerusalém, dizendo:
3 ଆମାନରେ ପୁତ୍ର ଯିହୁଦାର ରାଜା ଯୋଶିୟଯର ଅଧିକାରର ତ୍ରଯୋଦଶ ବର୍ଷଠାରୁ ଆଜି ପର୍ୟ୍ଯନ୍ତ ଏହି ତଇେଶ ବର୍ଷକାଳ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହାଇେଅଛି। ଆଉ ମୁଁ ପ୍ରତ୍ଯୁଷରୁ ଉଠି ତାହା ତୁମ୍ଭମାନଙ୍କୁ କହିଅଛି ମାତ୍ର ତୁମ୍ଭମାନେେ ତାହା ଶୁଣି ନାହିଁ।
3 — Durante vinte e três anos, desde o décimo terceiro ano do reinado de Josias, filho de Amom, rei de Judá, até hoje, a palavra do Senhor tem vindo a mim, e sempre de novo eu a tenho anunciado a vocês, mas vocês não escutaram.
4 ପୁଣି ସଦାପ୍ରଭୁ ପ୍ରତ୍ଯୁଷ ରେ ଉଠି ବାରମ୍ବାର ଆପଣାର ସମସ୍ତ ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି। ମାତ୍ର ତୁମ୍ଭମାନେେ ତାହା ଶୁଣି ନାହଁ, କିଅବା ସେ କଥାପ୍ରତି କର୍ଣ୍ଣପାତ କରି ନାହଁ।
4 Também sempre de novo o Senhor enviou os seus servos, os profetas, mas vocês não escutaram nem inclinaram os ouvidos para ouvir,
5 ସହେି ଭବିଷ୍ଯଦବକ୍ତାଗଣ କହିଲେ, ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫରେ। ତାହା ହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦଇେଅଛନ୍ତି, ତାହା ମଧିଅରେ ତୁମ୍ଭମାନେେ ବାସ କରିବ।
5 quando eles diziam: “Convertam-se agora, cada um de vocês, do seu mau caminho e da maldade das suas ações, e vocês habitarão na terra que o Senhor deu a vocês e aos seus pais, desde os tempos antigos e para sempre.
6 ଆଉ ଅନ୍ୟ ଦବଗେଣର ପଶ୍ଚାତଧାବନ କର ନାହିଁ କିଅବା ସମାନଙ୍କେୁ ସବୋ ଓ ପ୍ରଣାମ କର ନାହିଁ। ପୁଣି ଆପଣା ହସ୍ତକୃତ ପ୍ରତିମାଗଣକୁ ପୂଜା କରି ଆମ୍ଭକୁ ବିରକ୍ତ କର ନାହିଁ। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କର କୌଣସି ଅମଙ୍ଗଳ କରିବା ନାହିଁ।
6 Não sigam outros deuses para os servir e adorar, nem me provoquem à ira com as obras de suas mãos. E então não lhes farei mal algum.
7 ତୁମ୍ଭମାନେେ ଆମ୍ଭ କଥାପ୍ରତି ଧ୍ଯାନ ଦଲେ ନାହିଁ। ତଥାପି ସଦାପ୍ରଭୁ କହନ୍ତି, ନିଜ ହସ୍ତକୃତ କର୍ମଦ୍ବାରା ଆମ୍ଭକୁ ବିରକ୍ତ କରିଅଛ। ତେଣୁ ତୁମ୍ଭମାନଙ୍କର ଅମଙ୍ଗଳ ହବେ।
7 Mas vocês não me deram ouvidos, diz o Senhor . Pelo contrário, me provocaram à ira com as obras de suas mãos, para o próprio mal de vocês.”
8 ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଆମ୍ଭ ବାକ୍ଯ ପ୍ରତି ଧ୍ଯାନ ଦେଉ ନାହଁ।
8 — Portanto, assim diz o Senhor dos Exércitos: Visto que vocês não escutaram as minhas palavras,
9 ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।
9 eis que mandarei buscar todas as tribos do Norte, diz o Senhor , e também Nabucodonosor, rei da Babilônia, meu servo, e os trarei contra esta terra, contra os seus moradores e contra todas estas nações ao redor, e os destruirei totalmente. Farei deles um objeto de horror e de vaias, ruínas perpétuas.
10 ଆଉ ମଧ୍ଯ ଆମ୍ଭେ ସମାନଙ୍କେ ମଧ୍ଯରୁ ଆମାଦେ, ପ୍ରମାଦେ, ଧ୍ବନି, ବରକନ୍ଯାଙ୍କର ସୁଖ ଓ ହର୍ଷ ଧ୍ବନି, ଚକିର ଶବ୍ଦ ଓ ପ୍ରଦୀପର ଆଲୋକ ଦୂର କରିବା।
10 Farei cessar entre eles o som das festas e da alegria, a voz do noivo e a voz da noiva, o ruído das pedras do moinho e a luz das lamparinas.
11 ତହିଁରେ ସମଗ୍ର ଦେଶ ଏକ ଶୂନ୍ଯ ମରୁଭୂମିରେ ପରିଣତ ହବେ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ୟ୍ଯନ୍ତ ଦାସ ହାଇେ ରହିବେ।
11 Toda esta terra virá a ser uma ruína, objeto de horror, e estas nações servirão o rei da Babilônia durante setenta anos.
12 ପୁଣି ସଦାପ୍ରଭୁ କହନ୍ତି, ସତୁରିବର୍ଷ ଅନ୍ତେ ଆମ୍ଭେ ବାବିଲ ରାଜାକୁ, ସହେି ଗୋଷ୍ଠୀକି ଓ କଲଦୀଯମାନଙ୍କ ଦେଶକୁ ସମାନଙ୍କେ ଅଧର୍ମ ସକାେଶ ଶାସ୍ତି ଦବୋ ଓ ତାହାକୁ ସଦାକାଳ ଧ୍ବଂସସ୍ଥାନ କରିବା।
12 Acontecerá, porém, que, quando se cumprirem os setenta anos, castigarei o rei da Babilônia e aquela nação, a terra dos caldeus, por causa de sua iniquidade, diz o Senhor ; farei deles ruínas perpétuas.
13 ଆଉ ଆମ୍ଭେ ସହେି ଦେଶ ବିରୁଦ୍ଧ ରେ ଯାହା ଯାହା କହିଅଛୁ, ଆଉ ସକଳ ଗୋଷ୍ଠୀ ବିରୁଦ୍ଧ ରେ ଯିରିମିୟଙ୍କ ଦ୍ବାରା ପ୍ରଚାରିତ ଯେଉଁ ଭବିଷ୍ଯଦବାକ୍ଯ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସହେି ସମସ୍ତ ବାକ୍ଯ ସହେି ଦେଶପ୍ରତି ସଫଳ ହବେ।
13 Farei com que se cumpram sobre aquela terra todas as minhas ameaças que proferi contra ela, tudo o que está escrito neste livro e que Jeremias profetizou contra todas as nações.
14 ଏବଂ ସମାନେେ ବହୁଦେଶର ଓ ମହାନ ରାଜାମାନଙ୍କର କ୍ରୀତଦାସ ହବେେ। ଆଉ ଆମ୍ଭେ ସମାନଙ୍କେ କାର୍ୟ୍ଯକଳାପନୁସା ରେ ଓ ସମାନଙ୍କେ ହସ୍ତକୃତ କର୍ମାନୁସା ରେ ସମାନଙ୍କେୁ ପ୍ରତିଫଳ ଦବୋ।
14 Porque também eles serão escravos de muitas nações e de grandes reis, e assim lhes retribuirei segundo os seus feitos e segundo as obras das suas mãos.
15 ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁ ଏହା ମାେତେ କହିଲେ, ହେ ଯିରିମିୟ, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କୋରଧରୂପକ ଦ୍ରାକ୍ଷାରସର ପାତ୍ର ନିଅ ଓ ଆମ୍ଭେ ତୁମ୍ଭକୁ ଯେଉଁସବୁ ଗୋଷ୍ଠୀ ନିକଟକୁ ପଠାଉଅଛୁ, ସମାନଙ୍କେୁ ତାହା ପାନ କରାଅ।
15 Porque assim me disse o Senhor , o Deus de Israel: — Pegue o cálice do vinho do meu furor que está em minha mão e faça com que bebam dele todas as nações às quais eu o enviar.
16 ତାହା ପାନ କରି ସମାନେେ ବାନ୍ତିକରି ଏଣେ ତଣେେ ଟଳମଳ ହବେେ। ପୁଣି ଆମ୍ଭେ ସମାନଙ୍କେ ବିରୁଦ୍ଧ ରେ ପଠାଇଥିବା ଖଡ୍ଗ ହତେୁ ସମାନେେ ଉନ୍ମତ୍ତ ହବେେ।
16 Elas beberão, ficarão tremendo e enlouquecerão, por causa da espada que eu enviarei para o meio delas.
17 ତହୁଁ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସହେି ପାତ୍ର ନଇେ, ତାଙ୍କର କହିବାନୁସା ରେ ସେ ଗୋଷ୍ଠୀମାନଙ୍କ ନିକଟକୁ ଗଲି ଓ ସେ ସମସ୍ତଙ୍କୁ ତାହା ପାନ କରାଇଲି।
17 Peguei o cálice da mão do Senhor e dei de beber a todas as nações às quais o Senhor tinha me enviado:
18 ମୁଁ ଯିହୁଦା ଓ ୟିରୁଶାଲମର ସମସ୍ତ ନିବାସୀମାନଙ୍କୁ, ସହେି ପାତ୍ରରୁ ପାନ କରାଇଲି। ସହେି ଦେଶ ଶୁଷ୍କ ମରୁଭୂମି ହେଲା ଓ ଶାଚେନୀୟ ଭାବରେ ବିନଷ୍ଟ ହେଲା। ଏହା ଦେଖି ଲୋକମାନେ ଶୀସ୍ ଶବ୍ଦ କଲେ ଓ ଆଜି ପର୍ୟ୍ଯନ୍ତ ଲୋକମାନେ ଏହାକୁ ଏକ ଅଭିଶାପର ବସ୍ତୁ ରୂପେ ବ୍ଯବହାର କରନ୍ତି।
18 Jerusalém, as cidades de Judá, os seus reis e as suas autoridades, para fazer deles uma ruína, objeto de horror, de vaias e de maldição, como hoje se vê;
19 ମୁଁ ମଧ୍ଯ ମିଶରର ରାଜା ଫାରୋକୁ, ତାହାର ଦାସଗଣକୁ ତାହାର ଅଧିପତିମାନଙ୍କୁ ଓ ତାହାର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କର ସହେି କୋରଧରୂପୀ ପାତ୍ରରୁ ପାନ କରାଇଲି।
19 Faraó, rei do Egito, os seus servos, as suas autoridades e todo o seu povo;
20 ପୁଣି ଆରବର ସମସ୍ତଙ୍କୁ ଓ ଉଷ୍ ଦେଶସ୍ଥ ସମସ୍ତ ରାଜାଙ୍କୁ
20 todo misto de gente, todos os reis da terra de Uz, todos os reis da terra dos filisteus: Asquelom, Gaza, Ecrom e o que resta de Asdode;
21 ତା'ପ ରେ ଇଦୋମ, ମାଯାେବ ଓ ଅମ୍ମାନରେ ସନ୍ତାନଗଣକୁ ସହେି ପାତ୍ରକୁ ପାନ କରାଇଲି।
21 Edom, Moabe e os filhos de Amom;
22 ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ବୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।
22 todos os reis de Tiro, todos os reis de Sidom e os reis das terras dalém do mar;
23 ପୁଣି ଦଦାନ୍, ଢ଼ମାେ ଓ ବୁଷର ଲୋକମାନେ ଆପଣା ଆପଣା କେଶ ମୁଣ୍ଡନ କରି ସହେି ପାତ୍ରକୁ ପାନ କଲେ।
23 Dedã, Tema, Buz e todos os que cortam os cabelos nas têmporas;
24 ପୁରି ଆରବର ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।
24 todos os reis da Arábia e todos os reis do misto de gente que habita no deserto;
25 ମୁଁ ମଧ୍ଯ ସିମ୍ରୀ, ଐଲମ ଓ ମାଦୀଯମାନଙ୍କର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।
25 todos os reis de Zinri, todos os reis de Elão e todos os reis da Média;
26 ପୁଣି ଉତ୍ତର ଦିଗର ନିକଟସ୍ଥ ଓ ଦୂରସ୍ଥ ସମସ୍ତ ରାଜା ଜଣଙ୍କ ପ ରେ ଜଣେ ଏହା ପାନ କଲେ। ପୁଣି ପୃଥିବୀସ୍ଥ ସମସ୍ତ ରାଜ୍ଯକୁ ପାନ କରାଇଲା ପ ରେ ଶେଶକର ରାଜା ଏହି ପାତ୍ରରୁ ପାନ କରିବେ।
26 todos os reis do Norte, os de perto e os de longe, um após outro, e todos os reinos do mundo sobre a face da terra; e, depois de todos eles, o rei da Babilônia.
27 ପୁଣି ଇଶ୍ରାୟେଲର ପରମେଶ୍ବର, ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ' ହେ ଯିରିମିୟ, ତୁମ୍ଭେ ସମାନଙ୍କେୁ କହିବ, ତୁମ୍ଭମାନେେ ପାନ କରି ମତ୍ତ ହୁଅ ଓ ବାନ୍ତି କର, ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ଯରୁ ଖଡ୍ଗ ପଠାଇବା, ତେଣୁ ତୁମ୍ଭମାନେେ ପତିତ ହାଇେ ଆଉ ଉଠ ନାହିଁ।'
27 — Então você lhes dirá: Assim diz o Senhor dos Exércitos, o Deus de Israel: “Bebam, fiquem bêbados e vomitem; caiam e não mais se levantem, por causa da espada que estou enviando para o meio de vocês.”
28 ପୁଣି ସମାନେେ ତୁମ୍ଭ ହସ୍ତରୁ ପାତ୍ର ନଇେ ପାନ କରିବାକୁ ଯବେେ ଅସମ୍ମତ ହବେେ, ତବେେ ତୁମ୍ଭେ ସମାନଙ୍କେୁ ଏହା କହିବ, 'ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ନିଶ୍ଚଯ ତାହା ପାନ କରିବ।
28 Se recusarem pegar o cálice que está em sua mão, Jeremias, e não quiserem beber, então diga-lhes: Assim diz o Senhor dos Exércitos: “Vocês terão de bebê-lo!
29 କାରଣ ଏହି ୟିରୁଶାଲମକୁ ମୁଁ କ୍ଷତି କରିବାକୁ ଅଭିୟାନ ଆରମ୍ଭ କରିଛି। ତାହା ମାରେ ନାମକୁ ଧାରଣ କରିଛି। ତୁମ୍ଭମାନେେ କହିବାର ଆମ୍ଭମାନେେ ଦଣ୍ଡିତ ହବେୁ ନାହିଁ। ମାତ୍ର ତୁମ୍ଭମାନେେ ଭୁଲ୍ କହୁଅଛ। ଆମ୍ଭେ ସମଗ୍ର ପୃଥିବୀବାସୀଙ୍କ ଉପ ରେ ଖଡ୍ଗ ଚଳାଇବା। ଏହା ସଦାପ୍ରଭୁ କହନ୍ତି।
29 Pois eis que eu começo a castigar na cidade que se chama pelo meu nome; portanto, como vocês podem pensar que ficarão impunes? Não, não ficarão impunes, porque eu chamo a espada sobre todos os moradores da terra”, diz o Senhor dos Exércitos.
30 ହେ ଯିରିମିୟ, ତୁମ୍ଭେ ସମାନଙ୍କେ ବିରୁଦ୍ଧ ରେ ଏହି ଭବିଷ୍ଯଦବାକ୍ଯ ପ୍ରଚାର କର। ସମାନଙ୍କେୁ କୁହ, 'ସଦାପ୍ରଭୁ ଉର୍ଦ୍ଧ୍ବସ୍ଥ ହୁଙ୍କାର କରିବେ। ସେ ଆପଣା ପବିତ୍ର ବାସସ୍ଥାନରୁ ଆପଣା ଚତ୍କାର ଶୁଣାଇବେ। ପୁଣି ସେ ଆପଣା ଲୋକମାନଙ୍କ ଖୁଆଡ଼ ଉପ ରେ ମହାରବ କରିବେ ଓ ସେ ଦ୍ରାକ୍ଷାରସମର୍ଦ୍ଦନକାରୀମାନଙ୍କ ପରି ପୃଥିବୀବାସୀ ସମସ୍ତଙ୍କ ବିରୁଦ୍ଧ ରେ ସିଂହାସନ କରିବେ।
30 — Você, Jeremias, profetize contra eles todas estas palavras e diga-lhes: “O e da sua santa morada fará ouvir a sua voz. Rugirá fortemente contra o seu povo, com brados contra todos os moradores da terra, como o ‘eia!’ dos que pisam as uvas.
31 ସମଗ୍ର ପୃଥିବୀ ରେ ଏକ ଧ୍ବନି ବ୍ଯାପିୟିବ। କାରଣ ପୃଥିବୀର ସମସ୍ତ ଗୋଷ୍ଠୀ ଉପ ରେ ସଦାପ୍ରଭୁଙ୍କର କୋରଧ ଅଛି। ସେ ସମାନଙ୍କେର ବିଚାର କରି ଶାସ୍ତି ଦବେେ। ପୁଣି ସେ ଦୁଷ୍ଟାଚାରୀମାନଙ୍କୁ ଖଡ୍ଗ ରେ ସମର୍ପଣ କରିବେ।' ଏହା ସଦାପ୍ରଭୁ କହନ୍ତି।
31 O estrondo chegará até os confins da terra, porque o uma controvérsia com as nações; entrará em juízo contra toda a humanidade, e entregará os ímpios à espada”, diz o
32 ପୁରି ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଦେଖ, ଦେଶକୁ ଦେଶ ଅମଙ୍ଗଳ ଘଟିବ। ସମଗ୍ର ପୃଥିବୀ ରେ ମହା ତାଫୋନ ଉଠିବ।
32 Assim diz o Senhor dos Exércitos: “Eis que a calamidade passa de nação para nação, e grande tempestade se levanta dos confins da terra.”
33 ପୁଣି ସେ ସମୟରେ ସଦାପ୍ରଭୁଙ୍କ ଦ୍ବାରା ନିହତ ଲୋକମାନଙ୍କର ଶବ ପୃଥିବୀର ଆରମ୍ଭରୁ ଶଷେ ସୀମା ପର୍ୟ୍ଯନ୍ତ ଦଖାୟିବେ। ସମାନଙ୍କେ ପାଇଁ ବିଳାପ କରିବାକୁ କହେି ନ ଥିବେ ଓ କବର ଦବୋପାଇଁ ମଧ୍ଯ କହେି ନ ଥିବେ। ସମାନେେ ଭୂଇଁର ଗୋବର ଖତ ହବେେ।
33 — Os que o Senhor entregar à morte naquele dia se estenderão de uma a outra extremidade da terra. Não serão pranteados, nem recolhidos, nem sepultados; serão como esterco sobre a face da terra.
34 ହେ ମଷେପାଳକଗଣ, ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ହେ ମଷଗେଣର ଅଧିପତିମାନେ, ତୁମ୍ଭମାନେେ ଭୂମିରେ ଗଡ଼। କାରଣ ତୁମ୍ଭମାନଙ୍କର ହତ୍ଯା ସମୟ ବର୍ତ୍ତମାନ ଆଗତ ହେଲା। ତୁମ୍ଭମାନଙ୍କୁ ଆମ୍ଭେ ଖଣ୍ଡ ଖଣ୍ଡ କରିବା। ତୁମ୍ଭମାନେେ ଭଗ୍ନପାତ୍ର ତୁଲ୍ଯ ବିକ୍ଷିପ୍ତ ହାଇପେଡ଼ିବ।
34 “Lamentem, pastores, e gritem! Rolem no pó, vocês, donos do rebanho! Porque chegou o tempo de serem mortos e dispersos; vocês cairão como jarros preciosos.
35 ପୁଣି ମଷେପାଳକଗଣ ପଳାଯନ କରି ଲୁଚି ପାରିବେ ନାହିଁ। ସମାନଙ୍କେର ଅଧିପତିଗଣ ରକ୍ଷା ପାଇବେ ନାହିଁ।
35 Não haverá refúgio para os pastores, nem salvamento para os donos do rebanho.
36 ମୁଁ ମଷେପାଳକମାନଙ୍କର ଚିତ୍କାର ଓ ମଷେପଲର ଅଧିପତିମାନଙ୍କର ସ୍ବର ଶୁଣିଅଛି। କାରଣ ସଦାପ୍ରଭୁ ସମାନଙ୍କେର ବାସସ୍ଥାନ ଉଜାଡ଼ କରିଅଛନ୍ତି।
36 Vozes! É o grito dos pastores e o uivo dos donos do rebanho! Porque o o pasto deles.
37 ପୁଣି ସଦାପ୍ରଭୁଙ୍କର ପ୍ରଚଣ୍ଡ କୋର୍ଧ ଯୋଗୁଁ ଶାନ୍ତିପୂର୍ଣ୍ଣ ଖୁଆଡ଼ସବୁ ଶୂନ୍ଯ ମରୁ ହାଇେଅଛି।
37 Porque as pastagens tranquilas serão devastadas, por causa do furor da ira do
38 ଆହୁରି ସଦାପ୍ରଭୁ ଭୟଙ୍କର ସିଂହ ତୁଲ୍ଯ ଆପଣା ଗହ୍ବର ତ୍ଯାଗ କରିଅଛନ୍ତି। ତାଙ୍କର କୋରଧ ରୂପକ ଖଡ୍ଗ ଭୟଙ୍କର ହବେ ଓ ସହେି ପ୍ରଚଣ୍ଡ କୋର୍ଧ ହତେୁରୁ ଦେଶ ଶୂନ୍ଯ ମରୁମଯ ସ୍ତାନ ହବେ।
38 Saiu da sua morada como um leão; porque a terra deles foi posta em ruínas, por causa da espada do opressor e por causa do furor da sua ira.”
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 25, comparar traduções ou montar um estudo — tudo direto pelo WhatsApp.