Jeremias 26

Oriya Bible (GL_ORIYA) vs NTLH

Sair da comparação
NTLH Nova Tradução na Linguagem de Hoje 2000
1 ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋକୀମର ରାଜତ୍ବର ପ୍ରାରମ୍ଭ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଉପସ୍ଥିତ ହେଲା।
1 Logo que Jeoaquim, filho de Josias, se tornou rei de Judá,
2 ସଦାପ୍ରଭୁ କହିଲେ, ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସମାନଙ୍କେୁ ଆମ୍ଭର ଆଜ୍ଞାନୁସା ରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ।
2 o Senhor Deus me disse: — Fique no pátio do Templo e diga tudo o que mandei você dizer ao povo que vem das cidades de Judá para adorar no Templo. Não deixe de dizer nada do que eu mandei.
3 ସମାନେେ ହୁଏତ ଆମ୍ଭର କଥାପ୍ରତି ଧ୍ଯାନ ଦବେେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହାଇପୋ ରେ ସମାନେେ କୁପଥରୁ ଫରେିବେ। ତାହା ହେଲେ ଆମ୍ଭେ ସମାନଙ୍କେର ଦୁଷ୍ଟତା ଯୋଗୁଁ ସମାନଙ୍କେ ପ୍ରତି ଯେଉଁ ଦଣ୍ଡ ଦବୋକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହବୋ।
3 Pode ser que eles deem atenção e abandonem os seus maus caminhos. Se isso acontecer, então eu mudarei de ideia a respeito da desgraça que estou planejando fazer cair sobre eles por causa das suas más ações.
4 ପୁଣି ତୁମ୍ଭେ ସମାନଙ୍କେୁ କହିବ, 'ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଆମ୍ଭ ବ୍ଯବସ୍ଥାନୁସା ରେ ଚାଲିବ ଓ ଆମ୍ଭର ବାକ୍ଯ ପ୍ରତି ଧ୍ଯାନ ଦବେ।
4 Deus me mandou dizer ao povo o seguinte: — Eu, o
5 ଆମ୍ଭେ ଆମ୍ଭର ଦାସ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭମାନେେ ସମାନଙ୍କେ କଥା ପ୍ରତି ଅବଧାନ କରି ନାହଁ।
5 Escutem o que os meus servos , os profetas , dizem. Eu sempre os tenho enviado, mas vocês não têm obedecido às suas palavras.
6 ଯବେେ ତୁମ୍ଭମାନେେ ଆମ୍ଭର ଆଜ୍ଞା ପାଳନ ନ କରିବ, ତବେେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ଯ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।'
6 Se vocês não escutarem, eu farei com este Templo o mesmo que fiz com Siló ; e todas as nações do mundo usarão o nome dessa cidade para rogar pragas.
7 ସଦାପ୍ରଭୁଙ୍କ ମନ୍ଦିର ରେ ଯିରିମିୟ ଏହି କଥା କହିଲା ବେଳେ ସମସ୍ତ ଯାଜକ, ଭବିଷ୍ଯଦବକ୍ତା ଓ ଲୋକମାନେ ଶୁଣିଲେ।
7 Os sacerdotes, os profetas e todo o povo me ouviram dizer essas coisas no pátio do Templo.
8 ଆଉ ଯିରିମିୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାସବୁ କହିବା ସମାପ୍ତ କଲାପ ରେ ଯାଜକମାନେ, ଭବିଷ୍ଯଦବକ୍ତାମାନେ ଓ ଲୋକମାନେ ଯିରିମିୟଙ୍କୁ ଧରି କହିଲେ, ତୁମ୍ଭେ ନିଶ୍ଚଯ କରିବ।
8 Logo que acabei de falar tudo o que o Senhor tinha mandado, os sacerdotes, os profetas e o povo me agarraram e gritaram: — Você vai morrer por causa disso!
9 ସମାନେେ ପୁଣି କହିଲେ, ତୁମ୍ଭେ କିପରି ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହବେ ଓ ୟିରୁଶାଲମ ନଗର ଧ୍ବଂସ ଓ ନିବାସହୀନ ହବେ। ସଦାପ୍ରଭୁଙ୍କ ମନ୍ଦିର ରେ ସମସ୍ତ ଲୋକ ଯିରିମିୟଙ୍କ ଚାରିପଟେ ରୁଣ୍ଡ ହେଲେ।
9 Por que é que você disse, em nome de Deus, o Senhor , que este Templo ficará como Siló, que esta cidade será destruída e que ninguém viverá nela? Então o povo se ajuntou em volta de mim no pátio do Templo.
10 ଅନନ୍ତ ରେ ଯିହୁଦାର ଅଧିପତିମାନେ ଏହିସବୁ ବିଷଯ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ମନ୍ଦିରକୁ ଆସିଲେ ଓ ସଦାପ୍ରଭୁଙ୍କ ମନ୍ଦିରର ନୂତନ ଦ୍ବାରର ପ୍ରବେଶ ସ୍ଥାନ ରେ ବସିଲେ।
10 Quando as autoridades de Judá souberam disso, saíram do palácio do rei e foram se assentar nos seus lugares, na entrada do Portão Novo do Templo.
11 ତା'ପ ରେ ଯାଜକମାନେ ଓ ଭବିଷ୍ଯଦବକ୍ତାମାନେ ଅଧିପତିମାନଙ୍କୁ ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, ଯିରିମିୟ ପ୍ରାଣଦଣ୍ଡର ଯୋଗ୍ଯ ; କାରଣ ସେ ଏହି ନଗର ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରିଅଛି, ଏହା ତୁମ୍ଭମାନେେ ସ୍ବକର୍ଣ୍ଣ ରେ ଶୁଣିଅଛ।
11 Então os sacerdotes e os profetas disseram às autoridades e ao povo: — Este homem merece ser condenado à morte, pois falou contra a nossa cidade. Vocês mesmos o ouviram.
12 ତା'ପ ରେ ଯିରିମିୟ ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, ତୁମ୍ଭମାନେେ ଯେଉଁସବୁ କଥା ଶୁଣିଅଛ, ସହେିସବୁ ଭବିଷ୍ଯଦବାକ୍ଯ ଏହି ମନ୍ଦିର ଓ ଏହି ନଗର ବିରୁଦ୍ଧ ରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମାେତେ ପ୍ ରରଣେ କଲେ।
12 Aí eu disse: — Foi o
13 ତେଣୁ ତୁମ୍ଭମାନେେ ନିଜ ନିଜ ଆଚରଣ ଓ କ୍ରିଯା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ପାଳନ କର। ତାହା ହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହବେେ।
13 Vocês precisam mudar a sua maneira de viver e de agir e precisam obedecer às palavras do Senhor . Se vocês fizerem isso, então ele mudará de ideia e não mandará a desgraça que prometeu mandar.
14 ଆଉ ମାେ ସମ୍ବନ୍ଧ ରେ ହେଉଛି, ମୁଁ ତୁମ୍ଭମାନଙ୍କ ହସ୍ତ ରେ ଅଛି, ଯାହା ତୁମ୍ଭମାନଙ୍କ ଦୃଷ୍ଟି ରେ ଉତ୍ତମ ଓ ଯଥାର୍ଥ ତାହା ମାେ ପ୍ରତି କର।
14 Quanto a mim, estou nas mãos de vocês. Façam comigo o que acharem direito e justo.
15 ତୁମ୍ଭମାନେେ ଯଦି ମାେତେ ବଧ କରିବ, ତବେେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପ ରେ, ଏହି ନଗର ଉପ ରେ ଓ ତଦନିବାସୀମାନଙ୍କ ଉପ ରେ ନିର୍ଦ୍ ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚର ରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମାେତେ ପ୍ ରରଣେ କରିଅଛନ୍ତି, ଏହା ସତ୍ଯ।
15 Mas fiquem certos de uma coisa: se me matarem, vocês e o povo desta cidade serão culpados da morte de um homem inocente, pois foi Deus quem me mandou dizer todas essas coisas a vocês.
16 ତା'ପ ରେ ଅଧିପତିଗଣ ଓ ସମସ୍ତ ଲୋକ ଯାଜକମାନଙ୍କୁ ଓ ଭବିଷ୍ଯଦବକ୍ତାମାନଙ୍କୁ କହିଲେ, ଯିରିମିୟ ପ୍ରାଣଦଣ୍ଡର ଯୋଗ୍ଯ ନୁହେଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଯିରିମିୟଙ୍କୁ ଏହିସବୁ କହିଛନ୍ତି।
16 Então as autoridades e o povo disseram aos sacerdotes e aos profetas: — Este homem não deve ser condenado à morte, pois nos falou em nome do
17 ସେତବେେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ଯରୁ କହେି କହେି ଉଠି ସମସ୍ତ ଲୋକଙ୍କୁ ଏହିକଥା କହିଲେ।
17 Aí alguns dos líderes mais velhos se levantaram e disseram ao povo que se havia ajuntado:
18 ଯିହୁଦାର ରାଜା ହିଜକିଯଙ୍କ ସମୟରେ ମେ ରେଷ୍ଟୀଯର ମୀଖା ଭବିଷ୍ଯଦବାକ୍ଯ ପ୍ରଚାର କଲା, ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା,
18 — Quando Ezequias era rei de Judá, o profeta Miqueias, de Moresete, deu a todo o povo uma mensagem do Senhor Todo-Poderoso. A mensagem era esta: “Jerusalém vai virar um montão de pedras, o e o lugar onde fica o Templo se tornará uma floresta.”
19 ଯିହୁଦାର ରାଜା ହିଜକିଯ ଓ ଯିହୁଦାର ସମସ୍ତ ଲୋକ ମୀଖାକୁ ବଧ କରି ନ ଥିଲେ। ହିଜକିଯ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ। ତେଣୁ ସଦାପ୍ରଭୁ ସମାନଙ୍କେ ବିରୁଦ୍ଧ ରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ ସେ ନିବୃତ୍ତ ହେଲେ। ଯଦି ଆମ୍ଭମାନେେ ଯିରିମିୟଙ୍କ ପ୍ରତି କିଛି କରୁ, ତବେେ ଆମ୍ଭମାନଙ୍କ ପ୍ରାଣର ପ୍ରତିକୂଳ ରେ ଅମଙ୍ଗଳ କରୁଅଛୁ।
19 E os líderes continuaram: — Por acaso, o rei Ezequias e o povo de Judá mataram Miqueias? Muito pelo contrário! Ezequias
20 ଆହୁରି ସଦାପ୍ରଭୁଙ୍କ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାରକାରୀ ଅନ୍ୟ ଏକ ବ୍ଯକ୍ତି ଥିଲା। ସେ କିରିଯତ୍-ସିଯାରୀମସ୍ଥ ସମଯିଯର ପୁତ୍ର ଉରିଯ ; ସେ ଯିରିମିୟର ସମସ୍ତ ବାକ୍ଯପରି ଏହି ନଗର ଓ ଏହି ଦେଶ ବିରୁଦ୍ଧ ରେ ଭବିଷ୍ଯଦବାକ୍ଯ ପ୍ରଚାର କରିଥିଲା।
20 — Também houve outro homem que falou em nome de Deus, o Senhor . Foi Urias, filho de Semaías, da cidade de Quiriate-Jearim. Ele falou contra esta cidade e contra esta nação, da mesma forma que Jeremias fez.
21 ରାଜା ଯିହାୟୋକୀମ୍, ତାଙ୍କର ସମସ୍ତ ବୀରଗଣ ଓ ଯିହୁଦାର ସମସ୍ତ ଅଧିପତିମାନେ ଉରିଯଙ୍କ ଭବିଷ୍ଯଦବାଣୀ ଶୁଣିଲେ। ତା'ପ ରେ ରାଜା ଯିହାୟୋକୀମ୍ ତାହାକୁ ବଧ କରିବାକୁ ଚେଷ୍ଟା କଲା। ମାତ୍ର ଉରିଯ ଭୟଭୀତ ହାଇେ ମିଶରକୁ ପଳାଇଲା।
21 Quando o rei Jeoaquim, e os seus soldados, e os seus oficiais souberam do que Urias tinha dito, o rei mandou que o matassem. Mas Urias, sabendo disso, ficou com medo e fugiu para o Egito.
22 ମାତ୍ର ରାଜା ଯିହାୟୋଦାରକୀମ୍ ଅକବୋରର ପୁତ୍ର ଇଲନାଥନକୁ ଓ ତାଙ୍କ ସହିତ ଅନ୍ୟ କେତକେ ଲୋକଙ୍କୁ ମିଶରକୁ ପଠାଇଲା।
22 Porém o rei Jeoaquim mandou Elnatã, filho de Acbor, e alguns outros homens ao Egito para pegarem Urias.
23 ତହୁଁ ସମାନେେ ଉରିଯକୁ ମିଶରରୁ ଆଣି ଯିହାୟୋଦାରକୀମ୍ ନିକଟରେ ଉପସ୍ଥିତ କରାଇଲେ। ରାଜାଙ୍କ ଆଦେଶ ରେ ଉରିଯକୁ ଖଡ୍ଗ ରେ ବଧ କରାଗଲା ଓ ଦରିଦ୍ର ଲୋକମାନଙ୍କ କବର ସ୍ଥାନ ରେ ତାହାର ଶବ ପକାଗଲା।
23 Eles trouxeram Urias do Egito e o entregaram a Jeoaquim, e ele o mandou matar e jogar o corpo no cemitério público.
24 ଯାହା ହେଉ, ଶାଫନର ପୁତ୍ର ଅହୀକାମ ଯିରିମିୟକୁ ରକ୍ଷା କଲେ। ଯେଉଁଥିପାଇଁ ତାଙ୍କୁ ହତ୍ଯା କରିବା ପାଇଁ ଲୋକମାନଙ୍କୁ ହସ୍ତାନ୍ତର କରାଗଲା ନାହିଁ।
24 Eu só não fui entregue ao povo para ser morto porque Aicã, filho de Safã, me protegeu.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 26, comparar traduções ou montar um estudo — tudo direto pelo WhatsApp.