Jeremias 27

Oriya Bible (GL_ORIYA) vs VC

Sair da comparação
VC Versão Católica
1 ୟୋଶଯଙ୍କ ପୁତ୍ର ଯିହୁଦାର ରାଜା ଯିହାୟୋକୀମ୍ଙ୍କ ଶାସନର ଆରମ୍ଭ ରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
1 No início do reinado de Sedecias, filho de Josias, rei de Judá, foi dirigida a palavra do Senhor a Jeremias nestes termos:
2 ସଦାପ୍ରଭୁ ମାେତେ ଏହି କଥା କହିଲେ, ହେ ଯିରିମିୟ, ତୁମ୍ଭେ ସ୍ତମ୍ଭରୁ କେତକେ ୟୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧ ରେ ରଖ।
2 Eis o que me disse o Senhor: prepara laços e barras de jugo e coloca-os ao pescoço.
3 ପୁଣି ଯିହୁଦାର ରାଜା ସିଦିକିଯଙ୍କୁ ଦକୋ କରିବାକୁ ୟିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତ ରେ ଅନ୍ୟ ୟୁଆଳିଗୁଡ଼ିକୁ ଇଦୋମ, ମାଯାେବ, ଅମ୍ମାନେ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ।
3 Em seguida, tu os enviarás ao rei de Edom, ao rei de Moab, ao rei dos filhos de Amon, ao rei de Tiro e ao rei de Sidônia, por intermédio dos embaixadores que vieram a Jerusalém apresentar-se a Sedecias, rei de Judá.
4 ଆଉ ସମାନଙ୍କେୁ ଆଦେଶ ଦିଅ, 'ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ତୁମ୍ଭମାନେେ ଆପଣା ଆପଣା କର୍ତ୍ତାମାନଙ୍କୁ ଏହି କଥା କହିବ।
4 E encarregá-los-ás de levar a seus senhores esta mensagem: eis o que disse o Senhor, Deus de Israel: dizei a vossos senhores:
5 ଆମ୍ଭେ ଆମ୍ଭର ମହାପରାକ୍ରମ ଓ ବିଶାଳ ଶକ୍ତିଶାଳୀ ବାହୁ ଦ୍ବାରା ଏହି ପୃଥିବୀ ଓ ପୃଥିବୀ ନିବାସୀ ସକଳ ମନୁଷ୍ଯ ଓ ପଶୁ ସୃଷ୍ଟି କରିଅଛୁ। ଆଉ ଆମ୍ଭେ ଆପଣା ସ୍ବଇଚ୍ଛା ରେ ଯାହାକୁ ଉଚିତ ମନେ କରିବୁ, ଏହା ଦଇପୋରିବୁ।
5 eu sou aquele que, por soberana ação da força do meu braço, criei a terra, e os homens e animais que nela se encontram, e a dou a quem melhor me aprouver;
6 ବର୍ତ୍ତମାନ ଆମ୍ଭେ ଏହିସବୁ ଦେଶ ମାରେ ଦାସ ବାବିଲର ରାଜା ନବୂଖଦନିତ୍ସରର ହସ୍ତ ରେ ଦଇେଅଛୁ। ଆମ୍ଭେ କ୍ଷେତ୍ରସ୍ଥ ସମସ୍ତ ପଶୁମାନଙ୍କୁ ତାହାର ସବୋ କରିବାକୁ ଦଇେଅଛୁ।
6 todos estes países agora eu os entreguei ao meu servo Nabucodonosor, rei de Babilônia, a quem confiei mesmo os animais dos campos para lhe serem sujeitos.
7 ପୁଣି ସମୁଦାଯ ଗୋଷ୍ଠୀ ନବୂଖଦନିତ୍ସର, ତାହାର ପୁତ୍ର ଓ ପୌତ୍ରର ସବୋ କରିବେ। ପୁଣି ଏକ ସମୟ ଆସିବ, ଅନକେ ଗୋଷ୍ଠୀ ଓ ମହାନ୍ ମହାନ୍ ରାଜାମାନେ ବାବିଲ ରେ ନିଜର ଦାସ୍ଯକର୍ମ କରିବେ।
7 Todas estas nações ficar-lhe-ão submissas, assim como a seu filho e neto, até que chegue também a vez de sua terra, a qual será dominada por numerosas nações e grandes reis.
8 ପୁଣି ଯେଉଁ ଦେଶ ଓ ରାଜ୍ଯ ସହେି ବାବିଲର ରାଜା ନବୂଖଦନିତ୍ସରର ଦାସ୍ଯକର୍ମ କରିବେ ନାହିଁ ଓ ବାବିଲ ରାଜାର ୟୁଆଳି ତଳେ ଆପଣା ଆପଣା ବକେ ରଖିବେ ନାହିଁ, ସଦାପ୍ରଭୁ କହନ୍ତି,ଆମ୍ଭେ ସେ ଦେଶକୁ ତାହାର ହସ୍ତ ରେ ସଂହାର ନ କରିବା ପର୍ୟ୍ଯନ୍ତ ଆମ୍ଭର ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ବାରା ଦଣ୍ଡ ଦବୋ।
8 A nação ou o reino que se recusar a servir Nabucodonosor, rei de Babilônia, e a inclinar-se ante o seu jugo, eu castigarei - oráculo do Senhor - pela espada, pela fome ou pela peste até que se aniquile em suas mãos.
9 କିନ୍ତୁ ତୁମ୍ଭର ତୁମ୍ଭ ଭବିଷ୍ଯଦବକ୍ତାମାନଙ୍କର, ତୁମ୍ଭର ଦିବ୍ଯଦ୍ରଷ୍ଟାମାନଙ୍କର, ତୁମ୍ଭର ସ୍ବପ୍ନଦ୍ରଷ୍ଟାମାନଙ୍କର, ତୁମ୍ଭର ଚାଟୁକାରମାନଙ୍କର କିଅବା ତୁମ୍ଭର ୟାଦୁକରମାନଙ୍କର କଥା ଶୁଣିବା ଉଚିତ ନୁହେଁ, ଯେଉଁମାନେ ତୁମ୍ଭକୁ କହନ୍ତି, ତୁମ୍ଭେ ବାବିଲୋନର ରାଜାଙ୍କର ସବୋ କରିବା ଉଚିତ୍ ନୁହେଁ।
9 Não escuteis, portanto, vossos profetas e adivinhos, nem vossos vaticinadores, astrólogos e feiticeiros que vos disseram que não sereis sujeitos ao rei de Babilônia.
10 ମାତ୍ର ତୁମ୍ଭମାନଙ୍କୁ ସ୍ବଦେଶରୁ ଦୂ ରଇେ ଦବୋପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଲେ ତୁମ୍ଭମାନେେ ଯେପରି ନଷ୍ଟ ହବେ, ଏଥିପାଇଁ ସମାନେେ ତୁମ୍ଭମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରୁଛନ୍ତି।
10 Porque são mentiras que vos profetizam a fim de que sejais banidos de vossa terra, dispersados por mim e levados a perecer.
11 କିନ୍ତୁ ଯେଉଁ ଦେଶୀଯ ଲୋକେ ବାବିଲ ରାଜାର ୟୁଆଳି ତଳେ ନିଜ ନିଜର ବକେ ଦବେେ ଓ ତାହାର ଦାସ୍ଯ କର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ସ୍ବଦେଶ ରେ ରହିବାକୁ ଦବୋ ଓ ସମାନେେ ସଠାେ ରେ କୃଷି କାର୍ୟ୍ଯ କରି ବାସ କରିବେ।
11 Ao contrário, o povo que se inclinar ante o jugo do rei de Babilônia e a ele submeter-se, deixá-lo-ei tranqüilo em sua terra - oráculo do Senhor -, a fim de cultivá-la e nela morar.
12 'ଅନନ୍ତର ମୁଁ ସହେି ସମସ୍ତ ବାକ୍ଯ ଯିହୁଦାର ରାଜା ସିଦିକିଯକୁ କହିଲି, ତୁମ୍ଭମାନେେ ଆପଣା ଆପଣା ବକେ ବାବିଲ ରାଜାର ୟୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସବୋ କର। ତହିଁରେ ତୁମ୍ଭମାନେେ ବଞ୍ଚିବ।
12 Dirigi-me, em seguida, a Sedecias com quem mantive a mesma linguagem: curvai vossas cabeças sob o jugo do rei de Babilônia. Servi-o a ele e a seu povo, e tereis a vida.
13 ପୁଣି ସଦାପ୍ରଭୁ କହନ୍ତି, କାହିଁକି ତୁମ୍ଭେ ଓ ତୁମ୍ଭର ଲୋକମାନେ ୟୁଦ୍ଧ ରେ, ଦୁର୍ଭିକ୍ଷ ରେ ଓ ମହାମାରୀ ରେ ମରିବ ? ସଦାପ୍ରଭୁ କହିଲେ, ଯେଉଁମାନେ ବାବିଲୋନ ରାଜାଙ୍କର ସବୋ କରନ୍ତି ନାହିଁ, ସମାନଙ୍କେ ପାଇଁ ଏହା ଘଟିବ।
13 Por que expor-te, tu e teu povo, à morte pela espada, pela fome e pela peste, como o Senhor anunciou a todo povo que recusar servidão ao rei de Babilônia?
14 ପୁଣି ମିଥ୍ଯା ଭବିଷ୍ଯଦବକ୍ତାଗଣ ତୁମ୍ଭମାନଙ୍କୁ କହିବେ, ତୁମ୍ଭମାନେେ ବାବିଲ ରାଜାର ସବୋ କର ନାହିଁ।
14 não escuteis, portanto, a voz dos profetas que dizem que não sereis submetidos ao rei de Babilônia, pois são mentiras o que vos anunciam.
15 ପୁଣି ସଦାପ୍ରଭୁ କହନ୍ତି, ମୁଁ ସହେି ଭବିଷ୍ଯଦବକ୍ତାମାନଙ୍କୁ ପଠାଇବି ନାହିଁ। ସମାନେେ ମିଥ୍ଯା ପ୍ରଚାର କରନ୍ତି ଓ ମାେ ନାମ ରେ ତାହା ପ୍ରଚାର କରନ୍ତି। ତେଣୁ ମୁଁ ତୁମ୍ଭମାନଙ୍କୁ ତଡ଼ି ଦବେି ଓ ତୁମ୍ଭମାନେେ ବିନଷ୍ଟ ହବେ, ତୁମ୍ଭମାନେେ ଓ ସହେି ପ୍ରଚାରକ ଭବିଷ୍ଯଦବକ୍ତାଗଣ ବିନଷ୍ଟ ହବେ।
15 Não fui eu quem os enviou - oráculo do Senhor - e eles mentem proferindo oráculos em meu nome. Assim eu vos repelirei, e vós e vossos profetas perecereis.
16 ତା'ପ ରେ ମୁଁ, ଯିରିମିୟ ଓ ସମସ୍ତ ଯାଜକମାନଙ୍କୁ ଓ ଏହା କହନ୍ତି, ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ତୁମ୍ଭମାନଙ୍କର ଭବିଷ୍ଯଦବକ୍ତାଗଣ ଓ ଯାଜକଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ଯଦବାକ୍ଯ ପ୍ରଚାର କରି କହନ୍ତି ଯେ, 'ସଦାପ୍ରଭୁଙ୍କ ମନ୍ଦିରର ସମସ୍ତ ବାସନକୁସନ ଶୀଘ୍ର ବାବିଲରୁ ଅଣାୟିବ। କିନ୍ତୁ ତୁମ୍ଭମାନେେ ସମାନଙ୍କେ କଥା ରେ ଧ୍ଯାନ ଦିଅ ନାହିଁ, କାରଣ ସମାନେେ ତୁମ୍ଭମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି।
16 Dirigi-me, em seguida, aos sacerdotes e ao povo: Eis o que diz o Senhor: Não escuteis a voz dos profetas ao dizer-vos que os objetos do templo em breve voltarão de Babilônia. É falsidade o que proferem.
17 ତୁମ୍ଭମାନେେ ସମାନଙ୍କେ କଥା ରେ ଧ୍ଯାନ ଦିଅ ନାହିଁ। ବାବିଲ ରାଜାର ସବୋ କର, ତାହା ହେଲେ ତୁମ୍ଭମାନେେ ବଞ୍ଚିବ। ଆଉ ଏହି ନଗର ୟିରୁଶାଲମକୁ କାହିଁକି ଧ୍ବଂସ କରିବାକୁ ଦବେ ?
17 Não os escuteis. Submetei-vos ao rei de Babilônia, a fim de que possais viver. Por que seria esta cidade transformada em deserto?
18 ଆଉ ଯଦି ସମାନେେ ଭବିଷ୍ଯଦବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ଯ ସମାନଙ୍କେଠା ରେ ଥାଏ, ତବେେ ସମାନେେ ସଦାପ୍ରଭୁଙ୍କ ଗୃହ ରେ, ଯିହୁଦାର ରାଜଗୃହ ରେ ଓ ୟିରୁଶାଲମ ରେ ଯେଉଁ ସମସ୍ତ ପାତ୍ର ଅବଶିଷ୍ଟ ଅଛି ତାହା ଯେପରି ବାବିଲକୁ ନ ୟାଏ, ଏଥିପାଇଁ ସୈନ୍ଯାଧିପତି ସଦାପ୍ରଭୁଙ୍କୁ ବୀନତି କରନ୍ତୁ।
18 Se na verdade são profetas inspirados pelo Senhor, que intercedam junto ao Senhor dos exércitos, a fim de que os objetos que ficaram no templo, no palácio do rei de Judá e em Jerusalém não sejam levados para Babilônia!
19 କାରଣ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି ସ୍ତମ୍ଭ ଦ୍ବଯ, ସମୁଦ୍ର, ବୈଠକି ଓ ସମସ୍ତ ବାସନ କୁସନ ସମ୍ବନ୍ଧ ରେ କହନ୍ତି, ଯାହାକି ଏହି ନଗର ରେ ଛାଡ଼ିଛନ୍ତି।
19 Porquanto, eis o que disse o Senhor dos exércitos a respeito das colunas, do mar, dos pedestais e dos demais objetos que ficaram na cidade,
20 ଯେତବେେଳେ ଯିହୁଦାର ରାଜା ୟିହୋଯାକୀମଙ୍କ ପୁତ୍ର ଯିହାୟୋଦାରଖୀନଙ୍କୁ ଓ ଯିହୁଦାର ଓ ୟିରୁଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ନବୂଖଦନିତ୍ସର ବନ୍ଦୀକରି ବାବିଲକୁ ନଇଗେଲେ ସେତବେେଳେ ସେ ସବୁ ଜିନିଷ ନଇେ ନ ଥିଲେ।
20 e que Nabucodonosor, rei de Babilônia, não retirou, ao deportar de Jerusalém para Babilônia Jeconias, filho de Joaquim, rei de Judá, juntamente com todos os notáveis de Judá e Jerusalém...
21 ସୈନ୍ଯାଧିପତି ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ସଦାପ୍ରଭୁଙ୍କ ମନ୍ଦିର ରେ, ଯିହୁଦାର ରାଜପ୍ରାସାଦ ରେ ଓ ୟିରୁଶାଲମ ରେ ଅବଶିଷ୍ଟ ଥିବା, ସହେି ସମସ୍ତ ବାସନ କୁସନ ବାବିଲକୁ ଅଣାୟିବ।
21 Eis o que disse o Senhor dos exércitos, Deus de Israel, com referência aos objetos que ficaram no templo, no palácio do rei e em Jerusalém:
22 ସହେିସବୁ ବାବିଲକୁ ଅଣାୟିବ ଏବଂ ଆମ୍ଭେ ସଗେୁଡ଼ିକର ପରିଦର୍ଶନ ନ କରିବା ଦିନ ପର୍ୟ୍ଯନ୍ତ ସେ ସବୁ ସେ ସ୍ଥାନ ରେ ଥିବ। ପୁଣି ସଦାପ୍ରଭୁ କହନ୍ତି, ତାହାପ ରେ ଆମ୍ଭେ ସେସବୁ ଜିନିଷକୁ ଏହି ସ୍ଥାନକୁ ଫରୋଇ ଆଣିବା।
22 serão eles carregados para Babilônia - oráculo do Senhor - e lá permanecerão até o dia em que eu for buscá-los e os trouxer para recolocá-los neste lugar.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 27, comparar traduções ou montar um estudo — tudo direto pelo WhatsApp.