Jeremias 2

Oriya Bible (GL_ORIYA) vs ARIB

Sair da comparação
ARIB Almeida Revisada Imprensa Bíblica
1 ଆଉ ସଦାପ୍ରଭୁଙ୍କର ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା :
1 Veio a mim a palavra do Senhor, dizendo:
2 ହେ ଯିରିମିୟ, ୟାଅ, ୟିରୁଶାଲମର କର୍ଣ୍ଣଗୋଚର ହେଲାଭଳି ପ୍ରଚାର କରି ଏହିକଥା କୁହ,
2 Vai, e clama aos ouvidos de Jerusalém, dizendo: Assim diz o Senhor: Lembro-me, a favor de ti, da devoção da tua mocidade, do amor dos teus desposórios, de como me seguiste no deserto, numa terra não semeada.
3 ସଦାପ୍ରଭୁଙ୍କ ଦୃଷ୍ଟି ରେ ଇଶ୍ରାୟେଲର ଲୋକମାନେ ପବିତ୍ର। ସମାନେେ ସଦାପ୍ରଭୁଙ୍କର ପ୍ରଥମ ସଂଗୃହିତ ଫଳ। ଯେଉଁମାନେ ସମାନଙ୍କେୁ ଗ୍ରାସ କରନ୍ତି ସମାନେେ ଦୋଷୀ ଗଣାଯିବେ ଓ ସମାନଙ୍କେ ପ୍ରତି ଅମଙ୍ଗଳ ଘଟିବ।' ଏହା ସଦାପ୍ରଭୁ କହନ୍ତି
3 Então Israel era santo para o Senhor, primícias da sua novidade; todos os que o devoravam eram tidos por culpados; o mal vinha sobre eles, diz o Senhor.
4 ହେ ଯାକୁବର ବଂଶ, ଆଉ ହେ ଇଶ୍ରାୟେଲର ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।
4 Ouvi a palavra do Senhor, ó casa de Jacó, e todas as famílias da casa de Israel;
5 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠା ରେ କେଉଁ ଅନ୍ଯାଯ ଦେଖିଲେ ଯେ ସମାନେେ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି ଓ ଅସାର ଦବେତାମାନଙ୍କର ପଶ୍ଚାଦ୍ ଗମନ କରି ଅସାର ହାଇେଅଛନ୍ତି ?
5 assim diz o Senhor: Que injustiça acharam em mim vossos pais, para se afastarem de mim, indo após a vaidade, e tornando-se levianos?
6 ତୁମ୍ଭର ପୂର୍ବପୁରୁଷଗଣ କହିଲେ ନାହିଁ ଯେ, 'ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତର ରେ ମରୁଭୂମି ଓ ଗର୍ତ୍ତମଯ ଦେଶରୁ ଆଉ ନିର୍ଜନ ଓ ମୃତ୍ଯୁଛାଯାରୂପ ଦେଶରୁ, ପୁଣି ପଥିକବିହୀନ ଓ ନିବାସୀଶୂନ୍ଯ ଦେଶ ମଧ୍ଯରୁ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସହେି ସଦାପ୍ରଭୁ କାହାଁନ୍ତି ?'
6 Eles não perguntaram: Onde está o Senhor, que nos fez subir da terra do Egito? que nos enviou através do deserto, por uma terra de charnecas e de covas, por uma terra de sequidão e densas trevas, por uma terra em que ninguém transitava, nem morava?
7 ପୁଣି ସଦାପ୍ରଭୁ କହନ୍ତି, ମୁଁ ତୁମ୍ଭମାନଙ୍କୁ ଏକ ଉର୍ବର ଦେଶକୁ ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଅତି ଉତ୍ତମ ଖାଦ୍ୟ ଓ ଫଳ ଭୋଜନ କରିବ। ମାତ୍ର ତୁମ୍ଭମାନେେ ପ୍ରବେଶ କଲାପ ରେ ମାେ ଦେଶକୁ 'ଅଶୁଚି' ଓ ମାରେବିରୁଦ୍ଧାଚରଣ କର।
7 E eu vos introduzi numa terra fértil, para comerdes o seu fruto e o seu bem; mas quando nela entrastes, contaminastes a minha terra, e da minha herança fizestes uma abominação.
8 ଯାଜକମାନେ କହିଲେ ନାହିଁ ଯେ, 'ସଦାପ୍ରଭୁ କାହାଁନ୍ତି,' ଆଉ ଯେଉଁମାନେ ବ୍ଯବସ୍ଥା ହସ୍ତ ରେ ଧରନ୍ତି, ସମାନେେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ଯ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କଲେ, ଆଉ ଭବିଷ୍ଯଦବକ୍ତାମାନେ ବାଲ୍ଦବେ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚାଦଗମନ କଲେ।
8 Os sacerdotes não disseram: Onde está o Senhor? E os que tratavam da lei não me conheceram, e os governadores prevaricaram contra mim, e os profetas profetizaram por Baal, e andaram após o que é de nenhum proveito.
9 ତେଣୁ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ନାତି-ନାତୁଣୀମାନଙ୍କର ବିରୁଦ୍ଧ ରେ ଆମ୍ଭେ ଏକ ମକଦ୍ଦମା କରିବା।
9 Portanto ainda contenderei convosco, diz o Senhor; e até com os filhos de vossos filhos contenderei.
10 ସାଗର ପାର ହାଇେ କିର୍ତ୍ତୀଯମାନଙ୍କର ଦ୍ବୀପ ସମୂହକୁ ୟାଅ। ଆଉ କଦରକେୁ ଲୋକ ପଠାଅ ଓ ଉତ୍ତମ ରୂପେ ବିବଚେନା କରି ଦେଖ, ସଠାେ ରେ କହେି ଏପରି କାର୍ୟ୍ଯ କବେେ କରିଅଛି କି ?
10 Pois passai às ilhas de Quitim, e vede; enviai a Quedar, e atentai bem; vede se jamais sucedeu coisa semelhante.
11 କୌଣସି ଦେଶର ଲୋକମାନେ ସମାନଙ୍କେର ଦବଗେଣଙ୍କୁ ପରିତ୍ଯାଗ କରି ଅଛନ୍ତି କି, ଯଦିଓ ସମାନେେ ମୂର୍ତ୍ତି ଥିଲେ ଏବଂ ପ୍ରକୃତ ପରମେଶ୍ବର ନୁହଁନ୍ତି ? ମାତ୍ର ମାରେ ଲୋକମାନେ ସମାନଙ୍କେର ମହିମାମଯ ପରମେଶ୍ବରଙ୍କୁ ନିଷ୍ଫଳ ବସ୍ତୁ ବଦଳ ରେ ପରିତ୍ଯାଗ କରିଛନ୍ତି, ଯାହାର ସମାନଙ୍କେୁ ପ୍ରଦାନ କରିବା ପାଇଁ କିଛି ନ ଥାଏ।
11 Acaso trocou alguma nação os seus deuses, que contudo não são deuses? Mas o meu povo trocou a sua glória por aquilo que é de nenhum proveito.
12 ହେ ସ୍ବର୍ଗ, ଚକିତ ଓ ଭୟ ରେ କମ୍ପିତ ହୁଅ। ସଦାପ୍ରଭୁ ଏହା କହିଲେ।
12 Espantai-vos disto, ó céus, e horrorizai-vos! ficai verdadeiramente desolados, diz o Senhor.
13 କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି। ପ୍ରଥମତଃ ସମାନେେ ମାେତେ ପରିତ୍ଯାଗ କରିଛନ୍ତି ଯଦିଓ ମୁଁ ଏକ ଜୀବନଦାଯିନୀ ନିର୍ଝର ଅଟେ ଓ ଦ୍ବିତୀୟ ରେ ନିଜ ପାଇଁ ସମାନେେ ବହୁ ଜଳକୁଣ୍ଡ ଖାେଳିଛନ୍ତି। ମାତ୍ର ସହେି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।
13 Porque o meu povo fez duas maldades: a mim me deixaram, o manancial de águas vivas, e cavaram para si cisternas, cisternas rotas, que não retêm as águas.
14 ଇଶ୍ରାୟେଲୀୟମାନେ କ'ଣ କ୍ରୀତଦାସ ? ସମାନେେ କ'ଣ ଆଜନ୍ମ କିଙ୍କର ? ତବେେ ସମାନେେ କାହିଁକି ଲୁଣ୍ଠିତ ଦ୍ରବ୍ଯ ସ୍ବରୂପ ହାଇେଅଛନ୍ତି ?
14 Acaso é Israel um servo? E ele um escravo nascido em casa? Por que, pois, veio a ser presa?
15 ୟୁବା ସିଂହାସନ ତାହା ଉପ ରେ ଗର୍ଜନ ଓ ହୁଙ୍କାର କରିଅଛନ୍ତି। ସମାନେେ ତାହାର ଦେଶସବୁ ଧ୍ବଂସ କରିଅଛନ୍ତି। ତାହାର ନଗରଗୁଡ଼ିକ ଦଗ୍ଧ କରିଛନ୍ତି ଓ ତାହାକୁ ଜନଶୂନ୍ଯ କରିଛନ୍ତି।
15 Os leões novos rugiram sobre ele, e levantaram a sua voz; e fizeram da terra dele uma desolação; as suas cidades se queimaram, e ninguém habita nelas.
16 ଅଧିକନ୍ତୁ ନୋଫର ଓ ତଫନ ହଷେର ସନ୍ତାନଗଣ ତୁମ୍ଭ ମସ୍ତକର ମୁକୁଟ ଭାଙ୍ଗି ପକାଇ ଅଛନ୍ତି।
16 Até os filhos de Mênfis e de Tapanes te quebraram o alto da cabeça.
17 ଏସବୁ ଦୁଃଖ ତୁମ୍ଭ ନିଜ ଦୋଷରୁ ଘଟିଅଛି। କାରଣ ପରମେଶ୍ବର ତୁମ୍ଭର ସଦାପ୍ରଭୁ ତୁମ୍ଭକୁ ଠିକ୍ ପଥରେ ନବୋ ବେଳେ ତୁମ୍ଭେ ତାହାଙ୍କୁ ପରିତ୍ଯାଗ କରିଅଛ।
17 Porventura não trouxeste isso sobre ti mesmo, deixando o Senhor teu Deus no tempo em que ele te guiava pelo caminho?
18 ଆଉ ଏବେ ଶୀହାରରେ ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ?
18 Agora, pois, que te importa a ti o caminho do Egito, para beberes as águas do Nilo? e que te importa a ti o caminho da Assíria, para beberes as águas do Eufrates?
19 ତୁମ୍ଭ ନିଜର ଦୁଷ୍କର୍ମ ତୁମ୍ଭକୁ ଶାସ୍ତି ଦବେ। ଓ ତୁମ୍ଭର ବିପଥଗାମୀତ୍ବ ତୁମ୍ଭକୁ ଶିକ୍ଷା ଦବେ। ତୁମ୍ଭେ ଉତ୍ତମ ରୂପେ ବିବଚେନା କର। ତାହା ହେଲେ ତୁମ୍ଭେ ବୁଝିବ ଯେ ପରମେଶ୍ବରଙ୍କୁ ପରିତ୍ଯାଗ କରି ତୁମ୍ଭେ କି ଅପରାଧ କରିଛ। ଆମ୍ଭ ବିଷଯକ ଭୟ ତୁମ୍ଭ ମଧିଅରେ ନ ଥିବାରୁ ଯାହା ମନ୍ଦ ଓ ତିକ୍ତ ବିଷଯ ତାହା ତୁମ୍ଭେ ଜ୍ଞାତ ହେଉ ନାହଁ। ମାରେ ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁ ଏହା କହନ୍ତି।
19 A tua malícia te castigará, e as tuas apostasias te repreenderão; sabe, pois, e vê, que má e amarga coisa é o teres deixado o Senhor teu Deus, e o não haver em ti o temor de mim, diz o Senhor Deus dos exércitos.
20 ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ୟୁଆଳି ଭାଙ୍ଗି ତୁମ୍ଭର ବନ୍ଧନ ସବୁ ଚ୍ଛଦନେ କରିଛୁଁ। ଆଉ ତୁମ୍ଭେ କହିଛ, 'ଆମ୍ଭେ ତୁମ୍ଭର ଦାସତ୍ବ କର୍ମ କରିବୁ ନାହିଁ।' ପ୍ରକୃତ ରେ ତୁମ୍ଭେ ପ୍ରେତ୍ୟକକ ଉଚ୍ଚ ପର୍ବତ ଉପ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ଯଭିଚାର କରି ଚାଲିଛ।
20 Já há muito quebraste o teu jugo, e rompeste as tuas ataduras, e disseste: Não servirei: Pois em todo outeiro alto e debaixo de toda árvore frondosa te deitaste, fazendo-te prostituta.
21 ହେ ଯିହୁଦା, ମୁଁ ତୁମ୍ଭକୁ ସ୍ବତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତବେେ ତୁମ୍ଭେ କାହିଁକି ବନ୍ଯ ଦ୍ରାକ୍ଷାଲତା ହେଲ ?
21 Todavia eu mesmo te plantei como vide excelente, uma semente inteiramente fiel; como, pois, te tornaste para mim uma planta degenerada, de vida estranha?
22 ଯଦିଓ ତୁମ୍ଭେ ସୋଢ଼ା ରେ ନିଜକୁ ଧୌତ କରିଅଛ ଓ ବହୁତ ସାବୁନ ବ୍ଯବହାର କରିଛ, ତଥାପି ତୁମ୍ଭର ଦୋଷ ଆମ୍ଭ ଦୃଷ୍ଟି ରେ କ୍ଷାରିତ ନ ହାଇେ ସହେିପରି ରହିଅଛି। ଏହା ପ୍ରଭୁ ସଦାପ୍ରଭୁ କହନ୍ତି।
22 Pelo que, ainda que te laves com salitre, e uses muito sabão, a mancha da tua iniqüidade está diante de mim, diz o Senhor Deus.
23 ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, 'ଆମ୍ଭେ ଅଶୁଚି ହାଇେ ନାହୁଁ ଓ ବାଲ୍ଦବଗେଣର ପଶ୍ଚାଦଗାମୀ ହାଇେ ନାହୁଁ ?' ଉପତ୍ୟକା ରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।
23 Como dizes logo: Não estou contaminada nem andei após Baal? Vê o teu caminho no vale, conhece o que fizeste; dromedária ligeira és, que anda torcendo os seus caminhos;
24 ଆଉ ତୁମ୍ଭେ ପ୍ରାନ୍ତର ରେ ବାସ କରୁଥିବା ବନ୍ଯ ଗର୍ଦ୍ଦଭୀ ପରି ଅଟ। ସେ ନିଜର ଋତୁ ସମୟରେ ବାଯୁ ଆଘ୍ରାଣ କରେ। କିଏ ତା'ର କାମ ଲିପ୍ସାରୁ ଅବରୋଧ କରିପାରିବେ ? ତାହାର ଅନ୍ବଷେଣକାରୀମାନଙ୍କର ଆପଣାମାନଙ୍କ କ୍ଲାନ୍ତ କରିବାର ଦରକାର ନାହିଁ। ସମାନେେ ତାଙ୍କର ନିଯମିତ ମାସ ରେ ତାକୁ ସହଜ ରେ ପାଇପାରିବେ।
24 asna selvagem acostumada ao deserto e que no ardor do cio sorve o vento; quem lhe pode impedir o desejo? Dos que a buscarem, nenhum precisa cansar-se; pois no mês dela, achá-la-ão.
25 ହେ ୟିହୁଦୀ, ତୁମ୍ଭେ ନିଶ୍ଚିତ ଯେ, ସେ ଦବଗେଣଙ୍କ ପଶ୍ଚାଦଗମନରୁ ନିବୃତ୍ତ ହବୋ ଉଚିତ୍ ଓ ସେ ଦବଗେଣଙ୍କ ନିମନ୍ତେ ନିଜର କଣ୍ଠ ଶୁଷ୍କ କରିବା ଉଚିତ୍ ନୁହେଁ। ମାତ୍ର ତୁମ୍ଭେ କହିଲ, 'ଆଉ ଦରକାର ନାହିଁ, କାରଣ ଆମ୍ଭେ ସହେି ବିଦେଶୀଯ ଦବଗେଣଙ୍କୁ ପୂଜା କରିଅଛୁ ଓ ସମାନଙ୍କେର ପଶ୍ଚାଦଗାମୀ ହବେୁ, ସମାନଙ୍କେୁ ଆମ୍ଭେ ଛାଡ଼ିବୁ ନାହିଁ।'
25 Evita que o teu pé ande descalço, e que a tua garganta tenha sede. Mas tu dizes: Não há esperança; porque tenho amado os estranhos, e após eles andarei.
26 ଚୋର ଧରାପଡ଼ିଲେ ଯେପରି ଲଜ୍ଜିତ ହୁଏ, ସହେିପରି ଇଶ୍ରାୟେଲ ବଂଶ, ସମାନଙ୍କେର ରାଜଗଣ, ସମାନଙ୍କେର ଅଧିପତିଗଣ, ସମାନଙ୍କେର ଯାଜକଗଣ ଓ ସମାନଙ୍କେର ଭବିଷ୍ଯଦବକ୍ତାଗଣ ସମସ୍ତେ ଲଜ୍ଜିତ ହାଇେଅଛନ୍ତି।
26 Como fica confundido o ladrão quando o apanham, assim se confundem os da casa de Israel; eles, os seus reis, os seus príncipes, e os seus sacerdotes, e os seus profetas,
27 ସମାନେେ ଏକ କାଠ ମୁଣ୍ଡାକୁ କହନ୍ତି, ତୁମ୍ଭେ ଆମ୍ଭର ପିତା' ଓ ଖଣ୍ଡେ ପଥରକୁ କହନ୍ତି, 'ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ।' ସମାନେେ ସେଥିପାଇଁ ଲଜ୍ଜିତ ହବେେ। ପୁଣି ସମାନେେ ଆମ୍ଭ ଆଡ଼କୁ ମୁଖ ନ କରି, ଆମ୍ଭ ଆଡ଼କୁ ପଛପଟ କରିଅଛନ୍ତି। ମାତ୍ର ବିପଦ ସମୟରେ ଯିହୁଦାର ଲୋକମାନେ କହିବେ, 'ତୁମ୍ଭେ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର।'
27 que dizem ao pau: Tu és meu pai; e à pedra: Tu me geraste. Porque me viraram as costas, e não o rosto; mas no tempo do seu aperto dir-me-ão: Levanta-te, e salvamos.
28 ମାତ୍ର ତୁମ୍ଭମାନେେ ନିଜପାଇଁ ଯେଉଁ ପ୍ରତିମାଗୁଡ଼ିକ ନିର୍ମାଣ କରିଅଛ, ସମାନେେ କାହାନ୍ତି ? ସମାନେେ ଆସନ୍ତୁ ଓ ଯଦି ପାରନ୍ତି ତବେେ ତୁମ୍ଭେ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ। କାରଣ ହେ ଯିହୁଦା ତୁମ୍ଭ ନଗରର ସଂଖ୍ଯାନୁସା ରେ ତୁମ୍ଭର ଦବେତାମାନେ ଅଛନ୍ତି।
28 Mas onde estão os teus deuses que fizeste para ti? Que se levantem eles, se te podem livrar no tempo da tua tribulação; porque os teus deuses, ó Judá, são tão numerosos como as tuas cidades.
29 ତୁମ୍ଭମାନେେ କାହିଁକି ଆମ୍ଭ ସଙ୍ଗେ ବିବାଦ କରୁଛ ? ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧ ରେ ପାପ କରିଅଛ। ଏହା ସଦାପ୍ରଭୁ କହନ୍ତି।
29 Por que disputais comigo? Todos vós transgredistes contra mim diz o Senhor.
30 ଆମ୍ଭେ ବୃଥା ରେ ତୁମ୍ଭ ସନ୍ତାନଗଣଙ୍କୁ ଦଣ୍ଡ ଦଇେଅଛୁ। ମାତ୍ର ଏହାର ଫଳ କିଛି ହେଲା ନାହିଁ। କାରଣ ତୁମ୍ଭମାନେେ ଠିକ୍ ବାଟକୁ ଫରେିଲ ନାହିଁ। ତୁମ୍ଭମାନେେ ତୁମ୍ଭ ଖଡ୍ଗ ରେ ତୁମ୍ଭର ଭବିଷ୍ଯଦବକ୍ତାଗଣଙ୍କୁ ହତ୍ଯା କରିଅଛ। ଆଉ ଭୟଙ୍କର ସିଂହ ତୁଲ୍ଯ ସମାନଙ୍କେୁ ଗ୍ରାସ କରିଅଛ।
30 Em vão castiguei os vossos filhos; eles não aceitaram a correção; a vossa espada devorou os vossos profetas como um leão destruidor.
31 ହେ ବର୍ତ୍ତମାନ ସମୟର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯପ୍ରତି ଧ୍ଯାନ ଦିଅ। ଆମ୍ଭେ କ'ଣ ଇଶ୍ରାୟେଲ ପ୍ରତି ପ୍ରାନ୍ତରସ୍ବରୂପ କିଅବା ନିବିଡ଼ ଅନ୍ଧକାରମଯ ଦେଶ ସ୍ବରୂପ ହାଇେଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଛନ୍ତି, 'ଆମ୍ଭମାନେେ ବନ୍ଧନମୁକ୍ତ ହାଇେଅଛୁ, ଆମ୍ଭମାନେେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?'
31 Ó geração, considerai vós a palavra do Senhor: Porventura tenho eu sido para Israel um deserto? ou uma terra de espessa escuridão? Por que pois diz o meu povo: Andamos à vontade; não tornaremos mais a ti?
32 ଜଣେ ୟୁବତୀ କ'ଣ ନିଜର ଅଳଙ୍କାରକୁ ଭୁଲିପା ରେ ? ଜଣେ କନ୍ଯା କ'ଣ ତା'ର ପୋଷାକକୁ ଭୁଲି ପାରିବ ? କିନ୍ତୁ ମାରେ ଲୋକମାନେ ମାେତେ ଅସଂଖ୍ଯ ଥର ପାଶୋରି ଅଛନ୍ତି।
32 Porventura esquece-se a virgem dos seus enfeites, ou a esposa dos seus cendais? todavia o meu povo se esqueceu de mim por inumeráveis dias.
33 ହେ ଯିହୁଦା, ତୁମ୍ଭେ ତୁମ୍ଭ ପ୍ ରମେିକମାନଙ୍କୁ ଖାଜେିବ ରେ ନିପୁଣା। ଏପରିକି ତୁମ୍ଭେ ଦୁଷ୍ଟା ସ୍ତ୍ରୀଲୋକମାନଙ୍କୁ କିପରି ଏହା କରିବାକୁ ହୁଏ ଶିକ୍ଷା ଦେଲେ।
33 Como ornamentas o teu caminho, para buscares o amor! de sorte que até às malignas ensinaste os teus caminhos.
34 ତୁମ୍ଭ ହସ୍ତ ରେ ଦରିଦ୍ର ନିର୍ଦ୍ ଦୋଷ ପ୍ରାଣର ରକ୍ତ ଦଖାୟୋଏ। ଏହି ରକ୍ତ ସିନ୍ଧିକାଟିବା କୌଣସି ଲୁଣ୍ଠନକାରୀର ନୁହେଁ। ତୁମ୍ଭେ ବିନାକାରଣ ରେ ରକ୍ତପାତ କରିଛ।
34 Até nas orlas dos teus vestidos se achou o sangue dos pobres inocentes; e não foi no lugar do arrombamento que os achaste; mas apesar de todas estas coisas,
35 ତୁମ୍ଭେ କହିବାକୁ ଲାଗୁଛ, 'ଆମ୍ଭେ ନିରୀହ ଏବଂ ଆମ୍ଭେ ନିଶ୍ଚିତ ଯେ, ପରମେଶ୍ବର ତାଙ୍କର କୋର୍ଧକୁ ଆମଠାରୁ ଦୂ ରଇେ ନବେେ।' ଏହା ତୁମ୍ଭକୁ କହିବାକୁ ଦିଅ, ଆମ୍ଭେ ତୁମ୍ଭର ବିଚାର କରିବା କାରଣ ତୁମ୍ଭେ କହୁଛ, 'ଆମ୍ଭେ ନିର୍ଦ୍ ଦୋଷୀ।'
35 ainda dizes: Eu sou inocente; certamente a sua ira se desviou de mim. Eis que entrarei em juízo contigo, porquanto dizes: Não pequei.
36 ତୁମ୍ଭେ କାହିଁକି ଆପଣା ମନ ପରିବର୍ତ୍ତନ କରିଚାଲିଛ, ଏତେ ଅବ ହଳେିତ ଭାବରେ ? ତୁମ୍ଭେ ଅଶୂରର ବିଷଯ ରେ ଯେପରି ଲଜ୍ଜିତା ହାଇେଥିଲ, ସହେିପରି ମିଶରର ବିଷଯ ରେ ଲଜ୍ଜିତା ହବେ।
36 Por que te desvias tanto, mudando o teu caminho? Também pelo Egito serás envergonhada, como já foste envergonhada pela Assíria.
37 ଆଉ ତୁମ୍ଭେ ମିଶରରୁ ମଧ୍ଯ ବାହାରି ୟିବ ଓ ଲଜ୍ଜ୍ଯା ରେ ତୁମ୍ଭେ ଆପଣା ମୁହଁ ଲୁଚାଇବ, କାରଣ ସଦାପ୍ରଭୁ ତୁମ୍ଭର ନିର୍ଭର କରୁଥିବା ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରିଅଛନ୍ତି। ତୁମ୍ଭମାନେେ ସମାନଙ୍କେ ସାହାୟ୍ଯ ଦ୍ବାରା ଉନ୍ନତି କରିପାରିବ ନାହିଁ।
37 Também daquele sairás com as mães sobre a tua cabeça; porque o Senhor rejeitou as tuas confianças, e não prosperarás com elas.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 2, comparar traduções ou montar um estudo — tudo direto pelo WhatsApp.