Jeremias 30
Oriya Bible (GL_ORIYA) vs ARIB
1 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।
1 A palavra que do Senhor veio a Jeremias, dizendo:
2 ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।
2 Assim diz o Senhor, Deus de Israel: Escreve num livro todas as palavras que te falei;
3 କାରଣ ସଦାପ୍ରଭୁ କହନ୍ତି, ସମୟ ଆସିବ ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇଶ୍ରାୟେଲର ଓ ଯିହୁଦାର ବନ୍ଦୀତ୍ବ ଅବସ୍ଥା ପରିବର୍ତ୍ତନ କରିବା। ପୁଣି ସଦାପ୍ରଭୁ କହନ୍ତି, ଏପରି ସମୟ ଆସିବ ଯେଉଁ ସମୟରେ ଆମ୍ଭେ ସମାନଙ୍କେ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦଇେଅଛୁ, ସହେି ଦେଶକୁ ସମାନଙ୍କେୁ ଫରୋଇ ଆଣିବା ଓ ସମାନେେ ତାହା ଅଧିକାର କରିବେ।
3 pois eis que vêm os dias, diz o Senhor, em que farei voltar do cativeiro o meu povo Israel e Judá, diz o Senhor; e tornarei a trazê-los à terra que dei a seus pais, e a possuirão.
4 ଇଶ୍ରାୟେଲ ଓ ଯିହୁଦା ବିଷଯ ରେ ସଦାପ୍ରଭୁ କହିଲେ।
4 E estas são as palavras que disse o Senhor, acerca de Israel e de Judá.
5 ସଦାପ୍ରଭୁ ଏହା କହିଲେ,
5 Assim, pois, diz o Senhor: Ouvimos uma voz de tremor, de temor mas não de paz.
6 ପ୍ରେତ୍ୟକକ ଲୋକଙ୍କୁ ପଚାରି ବୁଝ, ସମାନେେ କ'ଣ ପ୍ରସବ ବଦନୋ ପାଉଛନ୍ତି ? ତାହା ନ ହେଲେ ପ୍ରେତ୍ୟକକ ପୁରୁଷ କାହିଁକି ପ୍ରସବ ବଦନୋ ପାଇଲା ପରି ଆପଣା କଟିଦେଶ ରେ ହସ୍ତ ରଖିଛନ୍ତି ଓ ପ୍ରେତ୍ୟକକଙ୍କର ମୁଖ ମଳିନ ପଡ଼ିଛି କାହିଁକି ?
6 Perguntai, pois, e vede, se um homem pode dar à luz. Por que, pois, vejo a cada homem com as mãos sobre os lombos como a que está de parto? Por que empalideceram todos os rostos?
7 ଆହା, ସଦେିନ ଅତି ମହାନ୍। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
7 Ah! porque aquele dia é tão grande, que não houve outro semelhante! É tempo de angústia para Jacó; todavia, há de ser livre dela.
8 ସହେି ସମୟରେ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ଯିହୁଦା ଓ ଇଶ୍ରାୟେଲର ଲୋକମାନଙ୍କ ସ୍କନ୍ଦରୁ ୟୁଆଳି ସବୁ ଭାଙ୍ଗି ପକାଇବା ଓ ସମାନଙ୍କେର ବନ୍ଧନସବୁ ଛିଣ୍ଡାଇ ପକାଇବା। ପୁଣି ବିଦେଶୀମାନେ ସମାନଙ୍କେୁ ଦାସ୍ଯକର୍ମ କରାଇବେ ନାହିଁ।
8 E será naquele dia, diz o Senhor dos exércitos, que eu quebrarei o jugo de sobre o seu pescoço, e romperei as suas brochas. Nunca mais se servirão dele os estrangeiros;
9 ଆଉ ସମାନେେ ବିଦେଶୀମାନଙ୍କର ସବୋ କରିବେ ନାହିଁ। ସମାନେେ ସମାନଙ୍କେର ପରମେଶ୍ବର ସଦାପ୍ରଭୁଙ୍କୁ ସବୋ କରିବେ। ଆଉ ସମାନଙ୍କେ ପାଇଁ ପଠାଇଥିବା ରାଜା ଦାଉଦଙ୍କର ସବୋ କରିବେ।
9 mas ele servirá ao Senhor, seu Deus, como também a Davi, seu rei, que lhe levantarei.
10 ଏରୁ ସଦାପ୍ରଭୁ କହନ୍ତି, ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇଶ୍ରାୟେଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ବ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫରେିଆସି ଶାନ୍ତି ରେ ଓ ନିରାପଦ ରେ ରହିବ। କହେି ତାହାକୁ ଭୟ ଦଖାଇବେେ ନାହିଁ।
10 Não temas pois tu, servo meu, Jacó, diz o Senhor, nem te espantes, ó Israel; pois eis que te livrarei de terras longínquas, e à tua descendência da terra do seu cativeiro; e Jacó voltará, e ficará tranqüilo e sossegado, e não haverá quem o atemorize.
11 ପୁଣି ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧିଅରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସହେି ସମସ୍ତଙ୍କୁ ସୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବଚେନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦବୋ। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।
11 Porque eu sou contigo, diz o Senhor, para te salvar; porquanto darei fim cabal a todas as nações entre as quais te espalhei; a ti, porém, não darei fim, mas castigar-te-ei com medida justa, e de maneira alguma te terei por inocente.
12 ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କର କ୍ଷତ ଦୁରା ରୋଗ୍ଯ ଓ ତୁମ୍ଭମାନଙ୍କର ଘା କବେେ ପୂରଣ ହବେ ନାହିଁ।
12 Porque assim diz o Senhor: Incurável é a tua fratura, e gravíssima a tua ferida.
13 ତୁମ୍ଭମାନଙ୍କର ଘା'ର ଯତ୍ନ କହେି ନବେେ ନାହିଁ, ତେଣୁ ତାହା ସୁସ୍ଥ ହବେ ନାହିଁ।
13 Não há quem defenda a tua causa; para a tua ferida não há remédio nem cura.
14 ତୁମ୍ଭେ ବହୁ ଗୋଷ୍ଠୀ ସହିତ ବନ୍ଧୁତା ସ୍ଥାପନ କରିଅଛ। ମାତ୍ର 'ବନ୍ଧୁମାନେ' ତୁମ୍ଭକୁ ପାଶୋରି ଅଛନ୍ତି। ସମାନେେ ତୁମ୍ଭକୁ ମନେ ପକାନ୍ତି ନାହିଁ। କାରଣ ତୁମ୍ଭର ବହୁ ଅଧର୍ମ ଓ ବହୁ ପାପ ୟୋଗୁଁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ଯ ଆଘାତ କରିଅଛୁ ଓ ନିର୍ଦ୍ଦଯ ଲୋକ ତୁଲ୍ଯ ଶାସ୍ତି ଦଇେଅଛୁ।
14 Todos os teus amantes se esqueceram de ti; não te procuram; pois te feri com ferida de inimigo, e com castigo de quem é cruel, porque é grande a tua culpa, e têm-se multiplicado os teus pecados.
15 ହେ ଇଶ୍ରାୟେଲ ଓ ଯିହୁଦା, ତୁମ୍ଭମାନେେ ଆପଣା କ୍ଷତ ଯୋଗୁଁ କାହିଁକି କ୍ରନ୍ଦନ କରୁଛ ? ତୁମ୍ଭମାନଙ୍କର ଏହି କ୍ଷତ ୟନ୍ତ୍ରଣାଦାୟକ ଓ ଦୁରା ରୋଗ୍ଯ। ତୁମ୍ଭମାନଙ୍କର ଅଧର୍ମ ଅନକେ ଓ ପାପ ବହୁତ। ତେଣୁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଏହିସବୁ କରିଅଛୁ।
15 Por que gritas por causa da tua fratura? tua dor é incurável. Por ser grande a tua culpa, e por se terem multiplicado os teus pecados, é que te fiz estas coisas.
16 ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସମାନେେ ଗ୍ରାସିତ ହବେେ। ତୁମ୍ଭର ବିପକ୍ଷ ସମସ୍ତେ ସମାନଙ୍କେର ପ୍ରେତ୍ୟକକର ବନ୍ଦୀତ୍ବ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସମାନେେ ଲୁଣ୍ଠିତ ହବେେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ଯ ଅପହରଣ କରନ୍ତି, ଆମ୍ଭେ ସମାନଙ୍କେର ଦ୍ରବ୍ଯ ଅପହରଣ କରାଇବା।
16 Portanto todos os que te devoram serão devorados, e todos os teus adversários irão, todos eles, para o cativeiro; e os que te roubam serão roubados, e a todos os que te saqueiam entregarei ao saque.
17 କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା'ସବୁ ସୁସ୍ଥ କରିବା। କାରଣ ସମାନେେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। 'ଆଉ ସିୟୋନକୁ କହେି ଚାହାଁନ୍ତି ନାହିଁ।
17 Pois te restaurarei a saúde e te sararei as feridas, diz o Senhor; porque te chamaram a repudiada, dizendo: É Sião, à qual já ninguém procura.
18 ସଦାପ୍ରଭୁ କହନ୍ତି, ମୁଁ ଯାକୁବର ତମ୍ବୁଗୁଡ଼ିକର ବନ୍ଦୀତ୍ବର ପରିବର୍ତ୍ତନ କରିବି ଓ ତାହାର ସମସ୍ତ ବାସସ୍ଥାନ ପ୍ରତି ଦୟା କରିବି। ସହେି ଧ୍ବଂସ୍ତ ସ୍ଥାନ ରେ ନଗର ନିର୍ମିତ ହବେ ଓ ରାଜଗୃହ ଯଥା ସ୍ଥାନ ରେ ପୁନଃନିର୍ମିତ ହବେ।
18 Assim diz o Senhor: Eis que acabarei o cativeiro das tendas de Jacó, e apiedarme-ei das suas moradas; e a cidade será reedificada sobre o seu montão, e o palácio permanecerá como habitualmente.
19 ସହେି ସ୍ଥାନମାନଙ୍କରୁ ଧନ୍ଯବାଦ ଓ ଆନନ୍ଦର ଧ୍ବନି ବାହାରିବ। ଆମ୍ଭେ ସମାନଙ୍କେୁ ଅସଂଖ୍ଯ କରିବା। ସମାନେେ ଅଳ୍ପ ସଂଖ୍ଯକ ହାଇେ ରହିବେ ନାହିଁ ଆଉ ଆମ୍ଭେ ସମାନଙ୍କେୁ ଗୌରବନ୍ବିତ କରିବା। କହେି ସମାନଙ୍କେୁ ଘୃଣା କରିବେ ନାହିଁ।
19 E sairá deles ação de graças e a voz dos que se alegram; e multiplicá-los-ei, e não serão diminuídos; glorificá-los-ei, e não serão apoucados.
20 ଯାକୁବର ସନ୍ତାନଗଣ ଇଶ୍ରାୟେଲର ପୂର୍ବପରି ହବେେ। ଆମ୍ଭେ ଇଶ୍ରାୟେଲ ଓ ଯିହୁଦାକୁ ଶକ୍ତିଶାଳୀ କରାଇବା। ଯେଉଁମାନେ ସମାନଙ୍କେ ଉପ ରେ ଉପଦ୍ରବ କରିବେ ଆମ୍ଭେ ସମାନଙ୍କେୁ ଶାସ୍ତି ଦବୋ।
20 E seus filhos serão como na antigüidade, e a sua congregação será estabelecida diante de mim, e castigarei todos os seus opressores.
21 ପୁଣି ସମାନଙ୍କେର ଅଧିପତି ସମାନଙ୍କେ ମଧ୍ଯରୁ ହବେେ। ସମାନଙ୍କେର ଶାସନକର୍ତ୍ତା ସମାନଙ୍କେ ମଧ୍ଯରୁ ସୃଷ୍ଟି ହବେେ। ଆଉ ଆମ୍ଭେ ତାହାକୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଯେ ଆସିବା ପାଇଁ ସାହସ କରିଅଛନ୍ତି, ସେ କିଏ ?
21 E o seu príncipe será deles, e o seu governador sairá do meio deles; e o farei aproximar, e ele se chegará a mim. Pois quem por si mesmo ousaria chegar-se a mim? diz o Senhor.
22 ପୁଣି ତୁମ୍ଭମାନେେ ଆମ୍ଭର ଲୋକ ହବେ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ବର ହବୋ।
22 E vós sereis o meu povo, e eu serei o vosso Deus.
23 ଆଉ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋରଧ ସର୍ବନାଶକାରୀ ଝଡ ଓ ତାଫୋନ ସଦୃଶ ଦୁଷ୍ଟମାନଙ୍କ ମସ୍ତକରେ ଆସି ଲାଗିବ।
23 Eis a tempestade do Senhor! A sua indignação já saiu, uma tempestade varredora; cairá cruelmente sobre a cabeça dos ímpios.
24 ପୁଣି ସଦାପ୍ରଭୁଙ୍କର ମନର ଅଭିପ୍ରାଯ ସଫଳ ଓ ସିଦ୍ଧ ନ ହବୋ ପର୍ୟ୍ଯନ୍ତ ତାଙ୍କର ପ୍ରଜ୍ବଳିତ କୋର୍ଧ ପଶମିତ ହବେ ନାହିଁ। ତୁମ୍ଭମାନେେ ଅନ୍ତିମ ସମୟରେ ତାହା ବୁଝିବ।
24 Não retrocederá o furor da ira do Senhor, até que ele tenha executado, e até que tenha cumprido os desígnios do seu coração. Nos últimos dias entendereis isso.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 30, comparar traduções ou montar um estudo — tudo direto pelo WhatsApp.