Jeremias 31
Oriya Bible (GL_ORIYA) vs NAA
1 ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଆମ୍ଭେ ଇଶ୍ରାୟେଲର ସମସ୍ତ ଗୋଷ୍ଠୀର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।
1 — Naquele tempo, diz o Senhor , serei o Deus de todas as tribos de Israel, e elas serão o meu povo.
2 ସଦାପ୍ରଭୁ କହନ୍ତି, ଖଡ୍ଗରୁ ରକ୍ଷା ପାଇଥିବା ଲୋକମାନେ ପ୍ରାନ୍ତର ରେ ଆଶ୍ରଯ ପାଇବେ, ଯେତବେେଳେ ଇଶ୍ରାୟେଲ ବିଶ୍ରାମ ଚାହିଁଲେ।
2 Assim diz o Senhor : “O povo que se livrou da espada obteve favor no deserto. Eu irei e darei descanso a Israel.”
3 ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, ଆମ୍ଭେ ଚିରସ୍ଥାଯୀ ଭାବରେ ତୁମ୍ଭକୁ ପ୍ ରମେ କରି ଆସିଛୁ। ଏଣୁ ସ୍ନହପେୂର୍ଣ୍ଣ କରୁଣା ରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।
3 De longe o Senhor lhe apareceu, dizendo: “Com amor eterno eu a amei; por isso, com bondade a atraí.
4 ହେ ଇଶ୍ରାୟେଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହବେ। ତୁମ୍ଭେ ପୁଣି ଆପଣା ତବଲା ରେ ବିଭୂଷିତା ହାଇେ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ଯ କରି ଗମନ କରିବ।
4 Eu a edificarei de novo, e você será edificada, ó virgem de Israel! Mais uma vez você se enfeitará com os seus tamborins e sairá com o coro dos que dançam.
5 ତୁମ୍ଭେ କୃଷକମାନେ ପୁନର୍ବାର ଶମରିଯାର ପର୍ବତ ରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ। ତୁମ୍ଭମାନେେ ରୋପଣ କରି ତାହାର ଫଳ ଭୋଗ କରିବ।
5 Mais uma vez você plantará vinhas nos montes de Samaria; aqueles que as plantarem comerão os frutos.
6 ଏପରି ଏକ ସମୟ ଆସିବ ଯେତବେେଳେ ପ୍ରହରୀମାନେ ଇଫ୍ରଯିମ ପର୍ବତ ରେ ଘାଷେଣା କରି କହିବେ, 'ଆସ, ଆମ୍ଭମାନେେ ସିୟୋନକୁ ୟିବା ଓ ଆମ୍ଭର ସଦାପ୍ରଭୁ' ପରମେଶ୍ବରଙ୍କୁ ପୂଜା କରିବା।
6 Porque virá o dia em que os atalaias gritarão na região montanhosa de Efraim: ‘Levantem-se, e subamos a Sião, ao
7 କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାକୁବ ନିମନ୍ତେ ଆନନ୍ଦ ରେ ଗାନ କର। ଅଗ୍ରଗଣ୍ଯ ଦେଶ ନିମନ୍ତେ ଜଯଧ୍ବନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।
7 Porque assim diz o Senhor : “Cantem de alegria por causa de Jacó, exultem por causa da cabeça das nações. Proclamem, cantem louvores e digam: ‘Salva, o remanescente de Israel.’
8 ଆଉ ଦେଖ, ଆମ୍ଭେ ସମାନଙ୍କେୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସମାନଙ୍କେୁ ଓ ସମାନଙ୍କେ ସହିତ ଅନ୍ଧ, େଛାଟ, ଗର୍ଭବତୀ ଓ ପ୍ରସବ ବଦନୋଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସମାନେେ ବହୁ ସଂଖ୍ଯା ରେ ଜନଗହଳି ହାଇେ ଏ ସ୍ଥାନକୁ ଆସିବେ।
8 Eis que eu os trarei da terra do Norte e os congregarei das extremidades da terra. Entre eles estarão também os cegos e aleijados, as mulheres grávidas e as que estão para dar à luz; em grande congregação, voltarão para aqui.
9 ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।
9 Virão com choro, e com súplicas os levarei; eu os guiarei aos ribeiros de águas, por um caminho reto em que não tropeçarão; porque sou pai para Israel, e Efraim é o meu primogênito.”
10 ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ। ଆଉ ଦୂରସ୍ଥ ଦ୍ବୀପ ସମୂହ ରେ ତାହା ପ୍ରଚାର କରି କୁହ ଯେ, 'ଇଶ୍ରାୟେଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମଷେପଲକୁ ରକ୍ଷା କରେ, ସପରେି ସେ ତାହାକୁ ସୁରକ୍ଷା ଦବେେ।'
10 “Escutem a palavra do Senhor , ó nações, e anunciem isto nas terras distantes do mar. Digam: ‘Aquele que espalhou Israel o congregará e o guardará, como um pastor faz com o seu rebanho.’
11 କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
11 Porque o Senhor redimiu Jacó e o livrou das mãos do que era mais forte do que ele.
12 ପୁଣି ସମାନେେ ଆସ ସିୟୋନ୍ର ପର୍ବତ ରେ ଗାନ କରିବେ ଓ ସୋର୍ତତୁଲ୍ଯ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ଯ, ଦ୍ରାକ୍ଷାରସ, ତଲେ, ପଲର ମଷେଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସମାନଙ୍କେର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ଯ ହବେ। ସମାନେେ ଆଉ ଦୁଃଖୀ ହବେେ ନାହିଁ।
12 Hão de vir e exultar no monte Sião, radiantes de alegria por causa dos bens que o o cereal, o vinho, o azeite, os cordeiros e os bezerros. Serão como um jardim regado, e nunca mais desfalecerão.”
13 ସେତବେେଳେ ୟୁବତୀ ନାରୀମାନେ ଆନନ୍ଦ ରେ ନୃତ୍ଯ କରିବେ ଓ ୟୁବା ଏବଂ ବୃଦ୍ଧମାନେ ସମାନଙ୍କେ ସହିତ ୟୋଗ ଦବେେ। ଆମ୍ଭେ ସମାନଙ୍କେର ଶାେକକୁ ଆନନ୍ଦ ରେ ପରିଣତ କରିବା। ଆମ୍ଭେ ସମାନଙ୍କେୁ ସାନ୍ତ୍ବନା ଦବୋ ଓ ସମାନଙ୍କେୁ ଦୁଃଖ ବଦଳ ରେ ସୁଖ ଦବୋ।
13 “Então a virgem se alegrará na dança, juntamente com os jovens e os velhos. Transformarei o seu pranto em júbilo e os consolarei; eu lhes darei alegria em vez de tristeza.
14 ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ଯ ରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହବେେ। ଏହା ସଦାପ୍ରଭୁ କହନ୍ତି।
14 Saciarei a fome dos sacerdotes com saborosa comida, e o meu povo se fartará com a minha bondade”, diz o
15 ପୁଣି ସଦାପ୍ରଭୁ ଏହି କଥା କହନ୍ତି, ରାମା ରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାୟିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା'ର ସନ୍ତାନମାନଙ୍କ ବିଷଯ ରେ ସାନ୍ତ୍ବନାବାଣୀ ଶୁଣିବ ନାହିଁ, କାରଣ ସମାନେେ ମୃତ।
15 Assim diz o Senhor : “Ouviu-se um clamor em Ramá, pranto e grande lamento; era Raquel chorando por seus filhos e inconsolável por causa deles, porque já não existem.”
16 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସା ରେ ପୁରସ୍କୃତ ହବେ। ଆଉ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଶତ୍ରୁ ଦେଶରୁ ଫରେିଆସିବ।
16 Assim diz o Senhor : “Reprima a sua voz de choro e enxugue as lágrimas de seus olhos, porque o seu trabalho será recompensado”, diz o “pois os seus filhos voltarão da terra do inimigo.
17 ତୁମ୍ଭ ଅନ୍ତିମକାଳ ବିଷଯ ରେ ପ୍ରତ୍ଯାଶ ଅଛି। ସଦାପ୍ରଭୁ କହନ୍ତି, ଆଉ ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫରେିଆସିବେ।
17 Há esperança para o seu futuro”, diz o “porque os seus filhos voltarão para a sua própria terra.”
18 ମୁଁ ପ୍ରକୃତ ରେ ଇଫ୍ରଯିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ' ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶାସ୍ତି ଦଇେଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ଯପଶୁ ସଦୃଶ ଥିଲି। ମାେତେ ତୁମ୍ଭ ନିକଟକୁ ଫରେିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମାରେ ପରମେଶ୍ବର।
18 “Ouvi muito bem que Efraim se queixava, dizendo: ‘Tu me castigaste, e fui castigado como novilho ainda não domado. Converte-me, e serei convertido, porque tu és o
19 ହେ ସଦାପ୍ରଭୁ, ମୁଁ ଫରେିଲା ପ ରେ ଅନୁତପ୍ତ ହଲିେ। ଶିକ୍ଷା ପାଇଁ ଦୁଃଖ ରେ ଆପଣା ଊରୁଦେଶକୁ ଆଘାତ କଲି। ମୁଁ ଆପଣା ୟୌବନ କାଳ ରେ ମନ୍ଦାଚାର ଯୋଗୁଁ ଲଜ୍ଜିତ ଓ ବ୍ଯାକୁଳ ହଲିେ।'
19 Na verdade, depois que eu me afastei, eu me arrependi; depois que fui instruído, bati no peito; fiquei envergonhado, confuso, porque suportei a afronta da minha mocidade.’”
20 ପରମେଶ୍ବର କହନ୍ତି, ଇଫ୍ରଯିମ ଆମ୍ଭର ପ୍ରିଯ ପୁତ୍ର। ଆମ୍ଭେ ତାହାକୁ ପ୍ ରମେ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା' ବିରୁଦ୍ଧ ରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା' ପାଇଁ ଆମ୍ଭର ପ୍ରାଣ ବ୍ଯାକୁଳ ହୁଏ। ଆମ୍ଭେ ପ୍ରକୃତ ରେ ତାକୁ ଦୟା କରିବା। ଏହା ସଦାପ୍ରଭୁ କହନ୍ତି।
20 “Não é Efraim o meu filho querido, o filho das minhas delícias? Pois sempre que falo contra ele, lembro dele com ternura. Por isso, o meu coração se comove por ele, e dele certamente me compadecerei”, diz o
21 ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସହେି ପଥରେ ମନୋନିବେଶ କର। ହେ ଇଶ୍ରାୟେଲ କୁମାରୀ, ଫରେିଆସ, ତୁମ୍ଭର ନଗରଗୁଡ଼ିକୁ ଫରେିଆସ।
21 “Coloque sinais e marcos na estrada; preste atenção na vereda, no caminho por onde você passou. Volte, ó virgem de Israel! Volte para as suas cidades.
22 ହେ ଅବିଶ୍ବସ୍ତା କନ୍ଯା, ତୁମ୍ଭେ କେତକୋଳ ଏଣତେଣେେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀ ରେ ଏକ ନୂତନ ବିଷଯ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।
22 Até quando você andará errante, ó filha rebelde? Porque o coisa nova na terra: uma mulher cortejando um homem!”
23 ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହା କହନ୍ତି, ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସମାନଙ୍କେୁ ବନ୍ଦୀତ୍ବରୁ ମୁକ୍ତ କରିବା। ଯିହୁଦା ଦେଶ ରେ ଓ ତାହାର ନଗର ସକଳ ରେ ସମାନେେ ପୁନର୍ବାର ଏହା ବ୍ଯବହାର କରିବେ। ' ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
23 Assim diz o Senhor dos Exércitos, o Deus de Israel: — Quando eu os trouxer de volta do cativeiro, na terra de Judá e nas suas cidades se dirá outra vez: “O ó morada da justiça! O ó monte santo!”
24 ପୁଣି ଯିହୁଦା ଓ ତାହାର ନଗର ସୁବ ରେ କୃଷକମାନେ ଓ ପଲ ନଇେ ଭ୍ରମଣକାରୀମାନେ ଏକତ୍ର ଶାନ୍ତି ରେ ବାସ କରିବେ।
24 — Nela, habitarão Judá e todas as suas cidades, bem como os lavradores e os que pastoreiam os rebanhos.
25 କାରଣ ଆମ୍ଭେ କ୍ଲାନ୍ତ ଓ ଦୁର୍ବଳ ପ୍ରାଣକୁ ବିଶ୍ରାମ ଓ ଶକ୍ତି ପ୍ରଦାନ କରିବା।
25 Porque satisfarei à alma cansada, e saciarei toda alma desfalecida.
26 ଏହା ଶୁଣିଲା ଉତ୍ତା ରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହାଇେ ଚାରିଆଡ଼କୁ ଚାହିଁଲି।
26 Nisto, acordei e olhei ao redor; e o meu sono tinha sido doce.
27 ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନବୋ। ଆମ୍ଭେ ସମାନଙ୍କେୁ ଓ ସମାନଙ୍କେର ପଶୁମାନଙ୍କୁ ଦ୍ବିଗୁଣିତ କରିବା।
27 — Eis que vêm dias, diz o Senhor , em que semearei a casa de Israel e a casa de Judá com a semente de pessoas e de animais.
28 ଅତୀତ ରେ ଆମ୍ଭେ ସମାନଙ୍କେୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଲେଶ ଦଇେଥିଲୁ। ମାତ୍ର ବର୍ତ୍ତମାନ ସମାନଙ୍କେୁ ନିର୍ମାଣ ଓ ରୋପଣ କରିବା। ଆଉ ସମାନଙ୍କେର ଯତ୍ନ ନଇେ ସମାନଙ୍କେୁ ଶକ୍ତିଶାଳୀ କରିବା। ଏହା ସଦାପ୍ରଭୁ କହନ୍ତି।
28 Como os vigiei para arrancar, para derrubar, para subverter, para destruir e para afligir, assim os vigiarei para edificar e para plantar, diz o Senhor .
29 ଲୋକେ ଆଉ ଏପରି କଥା କବେେ କହିବେ ନାହିଁ। ଯେ ପିତୃଗଣ ଅମ୍ଲ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହବେ।
29 Naqueles dias, já não dirão: “Os pais comeram uvas verdes, e os dentes dos filhos é que se embotaram.”
30 ସଦାପ୍ରଭୁ କହନ୍ତି, ପ୍ରେତ୍ୟକକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଲ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କବଳେ ଖଟା ହବେ।
30 Pelo contrário, cada um morrerá por causa da sua própria iniquidade. Quem comer uvas verdes é que ficará com os dentes embotados.
31 ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି ଯେତବେେଳେ ଆମ୍ଭେ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିଯମ ସ୍ଥାପନ କରିବା।
31 — Eis aí vêm dias, diz o Senhor , em que firmarei nova aliança com a casa de Israel e com a casa de Judá.
32 ଏହି ନିଯମ ସମାନଙ୍କେ ପୂର୍ବପୁରୁଷଗଣଙ୍କ ସହ ହାଇେଥିବା ନିଯମ ପରି ହବେ ନାହିଁ। ସେତବେେଳେ ଆମ୍ଭେ ସମାନଙ୍କେୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିଯମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସମାନଙ୍କେ ସ୍ବାମୀ ହେଲେ ହେଁ ସମାନେେ ଆମ୍ଭର ସହେି ନିଯମ ଲଙ୍ଘନ କଲେ।
32 Não segundo a aliança que fiz com os seus pais, no dia em que os tomei pela mão, para os tirar da terra do Egito; pois eles quebraram a minha aliança, apesar de eu ter sido seu esposo, diz o Senhor .
33 ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।
33 Porque esta é a aliança que farei com a casa de Israel, depois daqueles dias, diz o Senhor : Na mente lhes imprimirei as minhas leis, também no seu coração as inscreverei; eu serei o Deus deles, e eles serão o meu povo.
34 ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।
34 Não ensinará jamais cada um ao seu próximo, nem cada um ao seu irmão, dizendo: “Conheça o Senhor !” Porque todos me conhecerão, desde o menor até o maior deles, diz o Senhor . Pois perdoarei as suas iniquidades e dos seus pecados jamais me lembrarei.
35 ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।
35 Assim diz o Senhor , que dá o sol para a luz do dia e as leis fixas à lua e às estrelas para a luz da noite, que agita o mar e faz bramir as suas ondas; é o seu nome.
36 ତା'ପ ରେ ସଦାପ୍ରଭୁ ଏହା କହନ୍ତି, ଯବେେ ସୂର୍ୟ୍ଯ, ଚନ୍ଦ୍ର, ତାରକା ଓ ସମୁଦ୍ର ମାେ ନିଯନ୍ତ୍ରଣ ରେ ନ ରହନ୍ତି, ତବେେ କବଳେ ଇଶ୍ରାୟେଲ ବଂଶଧର ଆମ୍ଭ ସମ୍ମୁଖ ରେ ଗୋଟିଏ ଦେଶ ଦବୋରୁ ବିରତ ହବେ।
36 “Se estas leis fixas falharem diante de mim”, diz o “também a descendência de Israel deixará de ser uma nação diante de mim para sempre.”
37 ପୁଣି ସଦାପ୍ରଭୁ ଏହା କହନ୍ତି, ଯଦି ଲୋକମାନେ ଉର୍ଦ୍ଧ୍ବସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହା ହେଲେ କବଳେ ଆମ୍ଭେ ମଧ୍ଯ ଇଶ୍ରାୟେଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ଯାଖାନ କରିଦବୋ। ଏହା ସଦାପ୍ରଭୁ କହନ୍ତି।
37 Assim diz o Senhor : “Se puderem ser medidos os céus lá em cima e sondados os fundamentos da terra cá embaixo, também eu rejeitarei toda a descendência de Israel, por tudo o que fizeram”, diz o
38 ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେତବେେଳେ ୟିରୁଶାଲମ ନଗର ପୁନର୍ବାର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ନିର୍ମିତ ହବେ। ତା'ପ ରେ ହନନଲେ ଦୁର୍ଗରୁ କଣ ଫାଟକ ପର୍ୟ୍ଯନ୍ତ ତାହା ନିର୍ମିତ ହବେ।
38 — Eis que vêm dias, diz o Senhor , em que esta cidade será reedificada para o Senhor , desde a Torre de Hananel até o Portão da Esquina.
39 ଆଉ ସଠାରୁେ ପରିମାପକ ରଜ୍ଜୁ ଗା ରେବ୍ ଉପପର୍ବତ ପର୍ୟ୍ଯନ୍ତ ସଳଖ ୟିବ ଓ ସଠାରୁେ ବୁଲି ଗୋୟା ପର୍ୟ୍ଯନ୍ତ ୟିବ।
39 O cordel de medir se estenderá em linha reta até a colina de Garebe, e depois se virará na direção de Goa.
40 ପୁଣି ଶବ ଭସ୍ମ ରେ ପୂର୍ଣ୍ଣ ହାଇେଥିବା ଉପତ୍ୟକା, କିଦ୍ରୋଣ ଷୋର୍ତ ପର୍ୟ୍ଯନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ବ ଦ୍ବାରର କଣ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ। ଆଉ ସହେି ୟିରୁଶାଲମ ନଗର କବେେ ଉତ୍ପାଟିତ ବା ନିପାତିତ ହବେ ନାହିଁ।
40 Todo o vale dos cadáveres e da cinza e todos os campos até o ribeiro de Cedrom, até a esquina do Portão dos Cavalos para o leste, serão consagrados ao Senhor . Esta Jerusalém jamais será arrancada ou destruída.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 31, comparar traduções ou montar um estudo — tudo direto pelo WhatsApp.