Jeremias 33
Oriya Bible (GL_ORIYA) vs VC
1 ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ଯ ଦ୍ବିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।
1 Pela segunda vez, enquanto Jeremias ainda estava detido no átrio da prisão, foi-lhe dirigida a palavra do Senhor nestes termos:
2 ୟିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସହେି ସଦାପ୍ରଭୁ ଏହା କହନ୍ତି।
2 Eis o que diz o Senhor que criou {a terra}, que a modelou e consolidou e cujo nome é Javé:
3 ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।
3 invoca-me, e te responderei, revelando-te grandes coisas misteriosas que ignoras.
4 ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁ ୟିରୁଶାଲମ ବିଷଯ ରେ ଏହି କଥା କହନ୍ତି। ଶତ୍ରୁସୈନ୍ଯ ନଗରର ସକଳ ଗୃହ ଓ ଯିହୁଦାର ରାଜଗଣର ସମସ୍ତ ପ୍ରାସାଦ ଭୂମିସାତ୍ କରିବେ। ସମାନେେ ପ୍ରାଚୀର ଉପ ରେ ସିଡ଼ି ନିର୍ମାଣ କରି ଖଡ୍ଗ ରେ ନଗର ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ।
4 Portanto, eis o que diz o Senhor, Deus de Israel, a propósito das casas da cidade e dos palácios dos reis de Judá que foram demolidos para dar lugar às fortificações e às armas dos caldeus,
5 ୟିରୁଶାଲମର ଲୋକମାନେ ବହୁ ଦୁଷ୍କର୍ମ କରିଅଛନ୍ତି। ଆମ୍ଭେ ସମାନଙ୍କେୁ ପ୍ରଚଣ୍ଡ କୋପ ରେ ବିନାଶ କରିଅଛୁ ପୁଣି କଲଦୀଯମାନେ ସମାନଙ୍କେ ସହିତ ୟୁଦ୍ଧ କରିବାକୁ ଆସିବେ। ଆମ୍ଭର କୋରଧ ଯୋଗୁଁ ସମାନଙ୍କେ ଗୃହ ଶବ ରେ ପରିପୂର୍ଣ୍ଣ ହବେ।
5 vindos para combater, e para enchê-las de cadáveres dos homens que firo em minha cólera, e por cuja malícia desviei minha face dessa cidade.
6 ମାତ୍ର ଆମ୍ଭେ ସମାନଙ୍କେୁ କ୍ଷମା କରି ଆରୋଗ୍ୟ କରିବା। ସମାନେେ ଚିରନ୍ତନ ଐଶ୍ବର୍ୟ୍ଯ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ।
6 Vou pensar-lhes as feridas e curá-las, e proporcionar-lhes abundância de felicidade e segurança.
7 ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ବ ଅବସ୍ଥାର ପରିବର୍ତ୍ତନ କରି ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା। ସମାନଙ୍କେୁ ଅତୀତ ପରି ଶକ୍ତିଶାଳୀ କରିବା।
7 Transformarei a sorte de Judá e de Israel, e fá-los-ei voltar ao que eram outrora.
8 ସମାନେେ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସମାନଙ୍କେୁ ସେଥିରୁ ଶୁଚି କରିବା। ପୁଣି ସମାନେେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସମାନଙ୍କେୁ କ୍ଷମା କରିବା।
8 Purificá-los-ei de todos os pecados que contra mim cometeram, e lhes perdoarei todas as iniqüidades de que se tornaram culpados, revoltando-se contra mim.
9 ତା'ପ ରେ ୟିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧିଅରେ ଏକ ଶ୍ ରେଷ୍ଠ ସ୍ଥାନ ହବେ। ଲୋକମାନେ ଏପରି ସୁଖ ରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆଯୋଜନ କରିବା, ତାହା ସମାନେେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ୟ୍ଯ ହବେେ।
9 Será para mim motivo de alegria, felicidade e glória diante de todas as nações da terra, o saberem todo o bem com que agraciei meu povo. Ficarão tomadas de receio e temor por causa desse bem e da prosperidade de que vou cumulá-lo.
10 ତୁମ୍ଭମାନେେ କହୁଅଛ, 'ଏହି ସ୍ଥାନ ନରଶୂନ୍ଯ ଓ ପଶୁଶୂନ୍ଯ ହାଇେ ଏକ ଧ୍ବଂସିତ ନଗର ହବେ।' ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହବେ।
10 Eis o que diz o Senhor: neste lugar, do qual dizeis que não passa de um deserto sem homens nem animais; nas cidades de Judá e nas ruas de Jerusalém devastadas, onde homem algum habita, nem um animal se encontra, ouvir-se-ão novamente
11 ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।
11 gritos de alegria, cânticos de júbilo, a voz do esposo e da esposa, aclamações daqueles que cantarão: louvai o Senhor dos exércitos, pois que ele é bom e eterna a sua misericórdia, ao apresentarem no templo seus sacrifícios de ação de graças, pois que restituirei a terra tal qual era outrora - oráculo do Senhor.
12 ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଏହି ଜନଶୂନ୍ଯ ଓ ପଶୁଶୂନ୍ଯ ଧ୍ବଂସ ସ୍ଥାନ ରେଓ ତହିଁର ସକଳ ନଗର ରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହବେ। ସମାନେେ ସେ ସ୍ଥାନ ରେ ଆପଣା ଆପଣା ମଷେପଲଙ୍କୁ ବିଶ୍ରାମ କରାଇବେ।
12 Eis o que diz o Senhor dos exércitos: Neste lugar que é deserto, sem homens nem animais, e em todas as suas cidades, haverá novamente abrigos para os pastores que apascentarão seus rebanhos.
13 ସଦାପ୍ରଭୁ କହନ୍ତି, ପାର୍ବତୀଯ ଦେଶର ନଗର ସମୂହ ରେ, ନିମ୍ନଭୂମିର ନଗରମାନଙ୍କ ରେ, ଦକ୍ଷିଣଦିଗସ୍ଥ ସକଳ ନଗର ରେ, ବିନ୍ଯାମୀନ ଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳ ରେ ଓ ଯିହୁଦାର ନଗରମାନଙ୍କ ରେ ଲୋକମାନେ ସମାନଙ୍କେର ମଷେପଲଙ୍କୁ ଗଣନା କରିବେ।
13 Nas cidades das montanhas, nas da planície e nas do Negeb, na terra de Benjamim, nos arredores de Jerusalém e nas cidades de Judá hão de passar ainda rebanhos pela mão do que os conta - oráculo do Senhor.
14 ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧ ରେ ଯେଉଁ ମଙ୍ଗଳ ବାକ୍ଯ କହିଅଛୁ। ତାହାକୁ ସଫଳ କରିବାର ସମୟ ଆସୁଅଛି।
14 Eis que outros dias virão.
15 ସହେି ସମୟରେ ଆମ୍ଭେ ଦାଉଦ ବଂଶ ରେ ଧର୍ମସ୍ବରୂପ ଏକ 'ଶାଖା' ଉତ୍ପନ୍ନ କରାଇବା। ସହେି 'ଶାଖା' ସେ ଦେଶ ରେ ନ୍ଯାଯ ଓ ଧାର୍ମିକତା ବିଚାର ପ୍ରତିଷ୍ଠା କରିବେ।
15 E nesses dias e nesses tempos farei nascer de Davi um rebento justo que exercerá o direito e a eqüidade na terra.
16 ସହେି ସମୟରେ ସେ ଯିହୁଦା ପରିତ୍ରାଣ ପାଇବ ଓ ୟିରୁଶାଲମ ନିରାପଦ ରେ ବାସ କରିବ। ଆଉ 'ସଦାପ୍ରଭୁ ଆମ୍ଭମାନଙ୍କର ପରିଚାଳକ ହବେେ, ସଦାପ୍ରଭୁ ଆମ୍ଭର ନ୍ଯାଯବାନ।'
16 Naqueles dias e naqueles tempos viverá Jerusalém em segurança e será chamada Javé-nossa-justiça.
17 ଆଉ ସଦାପ୍ରଭୁ କହନ୍ତି, ଦାଉଦ ବଂଶରୁ ଜଣେ ସର୍ବଦା ଇଶ୍ରାୟେଲୀୟ ବଂଶର ସିଂହାସନ ରେ ଉପବିଷ୍ଟ ହବେ।
17 Porque diz o Senhor: Não faltará jamais a Davi um sucessor para ocupar o trono da Casa de Israel.
18 ପୁଣି ଆମ୍ଭ ସମ୍ମୁଖ ରେ ହାମବେଳି ଶସ୍ଯ ନବୈେଦ୍ଯ ଦାହ ଓ ନିତ୍ଯ ବଳିଦାନ କରିବା ପାଇଁ ଲବେୀୟ ବଂଶରୁ ଜଣେ ଯାଜକ ସର୍ବଦା ରହିବ।
18 E, diante de mim, não faltarão jamais descendentes aos sacerdotes e aos levitas para oferecer os holocaustos, queimar as oferendas e celebrar o sacrifício cotidiano.
19 ଅନନ୍ତର ସଦାପ୍ରଭୁଙ୍କଠାରୁ ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
19 Nestes termos foi a palavra do Senhor dirigida a Jeremias:
20 ସଦାପ୍ରଭୁ କହନ୍ତି, ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।
20 Eis o que disse o Senhor: se puderdes romper o meu pacto com o dia e a noite, de sorte que dia e noite não surjam no devido tempo,
21 ମାତ୍ର ସେତବେେଳେ ଆମ୍ଭର ସବେକ ଦାଉଦ ସହିତ ନିଯମ ଭଙ୍ଗ କରାୟିବ। ତା'ର ବଂଶଧର ମଧ୍ଯରୁ ଜଣେ ସର୍ବଦା ୟିରୁଶାଲମ ରେ ଶାସନ କରିବ ଏବଂ ଏହି ଲବେୀୟ ଚିରଦିନ ମାରେ ଯାଜକ ରୂପେ ଦବୋ କରିବ।
21 então poderá ser rompido o pacto que fiz com Davi, meu servo, e não terá ele filho que lhe ocupe o trono, e com os sacerdotes e levitas, meus ministros.
22 ଯେପରି ଆକାଶର ତାରା ଗଣା ୟାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ୟାଇପାରିବ ନାହିଁ, ସହେିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲବେୀୟ ପରିବାରବର୍ଗକୁ ଏତେ ସଂଖ୍ଯା ରେ ଦାସ ଓ ପରିଚାରକ ପଠାଇବା ସଗେୁଡ଼ିକ ମଧ୍ଯ ଆକଳନ ହବେେ।
22 À semelhança do exército celestial, que se não pode enumerar, e como a areia do mar, que se não pode medir, assim multiplicarei a posteridade de Davi, meu servo, e os levitas, meus ministros.
23 ଅନନ୍ତର ଯିରିମିୟ ସଦାପ୍ରଭୁଙ୍କର ବାକ୍ଯ ପ୍ରାପ୍ତ ହେଲେ।
23 Foi a palavra do Senhor dirigida a Jeremias nestes termos:
24 ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କବେେ ତାହା ବିବଚେନା କରିଛ ? ସମାନେେ କହନ୍ତି, 'ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ଯ କରିଅଛନ୍ତି। ଏହିରୂପେ ସମାନେେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।' ସମାନଙ୍କେ ସାକ୍ଷାତ ରେ ସମାନେେ ଏକ ଗୋଷ୍ଠୀ ହାଇେ ଯେପରି ରହିବେ ନାହିଁ।
24 Não reparaste nas palavras que proferem esses homens? As duas famílias, dizem eles, que pelo Senhor haviam sido eleitas, foram por ele repelidas! É assim que desprezam meu povo, a ponto de, a seus olhos, não constituir mais uma nação.
25 ସଦାପ୍ରଭୁ କହନ୍ତି, ଯଦି ଦିବାରାତ୍ରି ସମ୍ବନ୍ଧୀଯ ଆମ୍ଭର ନିଯମ ସ୍ଥିର ନ ରହେ ଓ ଆମ୍ଭେ ଯବେେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହା ହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିବା।
25 Eis o que diz o Senhor: se não firmei pacto com o dia e a noite, nem regulei as leis do céu e da terra,
26 ତାହା ହେଲେ ଆମ୍ଭେ ଯାକୁବର ବଂଶଧର ଏବଂ ଆମ୍ଭର ସବେକ ଦାଉଦର ବଂଶଧରଗଣଙ୍କୁ ଅବ୍ରାହାମ, ଇସହାକ୍ ଓ ଯାକୁବର ବଂଶଧରଗଣ ଉପ ରେ ଶାସକରୂପେ ମନୋନୀତ କରିବାକୁ ପ୍ରତ୍ଯାଖାନ କରିବା କି ? ଏହା ହବେ ନାହିଁ, କାରଣ ଆମ୍ଭେ ସମାନଙ୍କେର ପୂର୍ବ ଅବସ୍ଥା ସ୍ଥାପନ କରିବା ଓ ସମାନଙ୍କେ ଉପ ରେ କୃପା କରିବା।
26 então poderei rejeitar a raça de Jacó e de Davi, meu servo, e abster-me de escolher da sua descendência os chefes para a raça de Abraão, de Isaac e de Jacó! Pois hei de lhes melhorar a sorte, e deles me apiedarei.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 33, comparar traduções ou montar um estudo — tudo direto pelo WhatsApp.