Jeremias 37
Oriya Bible (GL_ORIYA) vs VC
1 ଅନନ୍ତର ଯିହାୟୋଦାରକୀମର ପୁତ୍ର କୀଯର ପଦ ରେ ଯୋଶିୟଯର ପୁତ୍ର ସିଦିକିଯ ରାଜା ହାଇେ ରାଜତ୍ବ କଲା। ବାବିଲର ରାଜା ନବୂଖଦନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।
1 O rei Sedecias, filho de Josias, sucedeu a {Je} Conias, filho de Joaquim, tendo sido proclamado rei da terra de Judá por Nabucodonosor, rei de Babilônia.
2 ମାତ୍ର ରାଜା ସିଦିକିଯ କିଅବା ତାହାର ଦାସମାନେ କିଅବା ତାହାର ଦେଶବାସୀ ଯିରିମିୟ ଭବିଷ୍ଯଦବକ୍ତା ପ୍ରଚାରିତ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଧ୍ଯାନ ଦେଲେ ନାହିଁ।
2 Nem ele, porém, nem seus súditos e a população da terra escutaram os oráculos que lhes transmitia o Senhor, por intermédio do profeta Jeremias.
3 ପୁଣି ସିଦିକିଯ ରାଜା ଶଲେିମିଯର ପୁତ୍ର ୟିହୁଖଲକୁ ଓ ମା ସଯରେ ପୁତ୍ର ସଫନିଯ ଯାଜକକୁ ଯିରିମିୟ ଭବିଷ୍ଯଦବକ୍ତା ନିକଟକୁ ଏକ ବାର୍ତ୍ତା ଦଇେ ପଠାଇଲେ। ସମାନେେ ଯିରିମିୟଙ୍କୁ ବିନଯ କରି କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ତୁମ୍ଭେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର।
3 O rei Sedecias enviou, entretanto, Jucal, filho de Selemias, e o sacerdote Sofonias, filho de Maasias, ao profeta Jeremias, a fim de lhe dizer: Intercede por nós junto ao Senhor, nosso Deus.
4 ସେତବେେଳେ ଯିରିମିୟ କାରାଗାର ରେ ବନ୍ଦୀ ନ ଥିଲେ। ତେଣୁ ସେ ନିଜ ଇଚ୍ଛାନୁସା ରେ ସ୍ବାଧୀନ ଭାବରେ ୟାତାଯତ କରୁଥିଲେ।
4 Jeremias, que ainda não havia sido aprisionado, andava entre o povo.
5 ଆଉ ମଧ୍ଯ ସହେି ସମୟରେ ଫାରୋର ସୈନ୍ଯ ମିଶରରୁ ବାହାରି ଯିହୁଦାକୁ ଆସିଲେ। ଏଣୁ ୟିରୁଶାଲମ ଦଖଲ କରିଥିବା କଲଦୀଯମାନେ ଏ ସମ୍ବାଦ ଶୁଣି ୟିରୁଶାଲମରୁ ଚାଲିଗଲେ।
5 Partira então do Egito o exército do faraó. Ao receberem tal notícia, os caldeus, que sitiavam Jerusalém, abandonaram a cidade.
6 ସେତବେେଳେ ଭବିଷ୍ଯଦବକ୍ତା ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।
6 Nestes termos foi a palavra do Senhor dirigida ao profeta Jeremias: Eis o que diz o Senhor Deus de Israel:
7 ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ' ହେ ୟିହୁଖଲ ଓ ସଫନିଯ, ଯିହୁଦାର ରାଜା ସିଦିକିଯ ଆମ୍ଭକୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଅଛି, ତୁମ୍ଭମାନେେ ତାଙ୍କୁ ୟାଇ କହିବ, ଦେଖ, ତୁମ୍ଭମାନଙ୍କ ସାହାୟ୍ଯ ପାଇଁ ଫାରୋର ଯେଉଁ ସୈନ୍ଯମାନେ ଆସିଛନ୍ତି, ସମାନେେ ନିଜ ଦେଶ ମିଶରକୁ ଫରେିଯିବେ।
7 assim falarás ao rei de Judá que te envia seus delegados para interrogar-me: o exército do faraó que saiu para vos dar socorro vai regressar ao Egito.
8 ପୁଣି କଲଦୀଯମାନେ ପୁନର୍ବାର ଆସି ଏହି ନଗର ବିରୁଦ୍ଧ ରେ ୟୁଦ୍ଧ କରିବେ ଓ ସମାନେେ ତାହାକୁ ଅଧିକାର କରି ଅଗ୍ନି ରେ ଦଗ୍ଧ କରିବେ।'
8 Voltarão os caldeus a sitiar a cidade, tomá-la-ão de assalto e a entregarão às chamas.
9 ସଦାପ୍ରଭୁ ଏହି କଥା କହନ୍ତି, 'କଲଦୀଯମାନେ ନିଶ୍ଚଯ ଆମ୍ଭମାନଙ୍କ ନିକଟରୁ ଚାଲିଯିବେ, ତୁମ୍ଭମାନେେ ଏହି କଥା କହି ନିଜକୁ ଭୁଲାଅ ନାହିଁ। ବାବିଲର ସୈନ୍ଯ ନିଶ୍ଚଯ ଆମ୍ଭ ସହିତ ରହିବେ। କାରଣ ସମାନେେ ଯିବେ ନାହିଁ।
9 Oráculo do Senhor: não queirais enganar-vos, julgando que os caldeus se irão definitivamente. Eles não irão embora.
10 ହେ ୟିରୁଶାଲମ ନିବାସୀ, ତୁମ୍ଭମାନେେ କଲଦୀଯର ସମୁଦାଯ ସୈନ୍ଯଙ୍କୁ ପରାସ୍ତ କଲେ ହେଁ, ଅବଶିଷ୍ଟ ଆହତ ସୈନ୍ଯମାନେ ନିଜ ନିଜ ତମ୍ବୁରୁ ବାହାରି ଏହି ନଗରକୁ ଅଗ୍ନି ରେ ଦଗ୍ଧ କରିବେ।
10 Ainda que derrotásseis todo o exército dos caldeus que combate contra vós, e que dele só restassem feridos sob as tendas, cada um deles ainda se levantaria para incendiar a cidade.
11 ଯେତବେେଳେ କଲଦୀଯମାନେ ଫାରୋର ସୈନ୍ଯମାନଙ୍କ ଭୟ ରେ ୟିରୁଶାଲମରୁ ଚାଲି ୟାଇଥିଲେ,
11 Quando as tropas dos caldeus se afastaram de Jerusalém, ante a aproximação do exército do faraó,
12 ସେ ସମୟରେ ଯିରିମିୟ ଆପଣା ଲୋକମାନଙ୍କଠାରୁ ଆପଣାର ପ୍ରାପ୍ଯ ଅଂଶ ପାଇବା ପାଇଁ ବିନ୍ଯାମୀନ ପ୍ରଦେଶକୁ ୟିବା ନିମନ୍ତେ ୟିରୁଶାଲମରୁ ବାହାରିଲେ।
12 quis Jeremias sair da cidade para dirigir-se à terra de Benjamim, a fim de lá se reabastecer com o resto do povo.
13 କିନ୍ତୁ ଯେତବେେଳେ ଯିରିମିୟ ବିନ୍ଯାମୀନ ପ୍ରଦେଶର ନଗର ଦ୍ବାର ରେ ପହନ୍ଚିଲେ, ସେତବେେଳେ ପ୍ରହରୀଗଣଙ୍କ ଅଧ୍ଯକ୍ଷ, ହନାନିଯର ପୌତ୍ର, ଶଲେିମିଯର ପୁତ୍ର, ୟିରିଯ ତାଙ୍କୁ ବନ୍ଦୀ କରି କହିଲା, ତୁମ୍ଭେ ଆମ୍ଭମାନଙ୍କୁ ପରିତ୍ଯାଗ କରି କଲଦୀଯମାନଙ୍କ ପକ୍ଷ ନଇେଅଛ।
13 Encontrava-se porém um guarda às portas de Benjamim, chamado Jerias, filho de Selemias, filho de Ananias, o qual, ao chegar o profeta, deteve-o, dizendo: tu foges para os caldeus.
14 ସେତବେେଳେ ଯିରିମିୟ କହିଲେ, ଏହା ମିଥ୍ଯା କଥା, ମୁଁ କଲଦୀଯମାନଙ୍କ ପକ୍ଷକୁ ଯାଉ ନାହିଁ। ମାତ୍ର ଯିରିମିୟ ତାଙ୍କ କଥା ନ ଶୁଣି ତାଙ୍କୁ ବନ୍ଦୀ କରି ଅଧିପତିମାନଙ୍କ ନିକଟକୁ ନଇଗେଲା।
14 É falso! retorquiu o profeta, eu não passo para os caldeus. Não quis porém Jerias ouvi-lo; prendeu-o e levou-o à presença dos chefes.
15 ଆଉ ସହେି ଅଧିପତିମାନେ ଯିରିମିୟଙ୍କ ଉପ ରେ ଅତ୍ଯନ୍ତ କ୍ ରୋଧାନ୍ବିତ ହାଇେ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାର ରେ ରଖିଲେ। କାରଣ ସମାନେେ ଯୋନାଥନ୍ ଗୃହକୁ କାରାଗାର ରେ ପରିଣତ କରିଥିଲେ।
15 E estes, enfurecendo-se contra Jeremias, açoitaram-no e prenderam-no na casa do escriba Jonatã, transformada em prisão.
16 ସହେି ଲୋକମାନଙ୍କ ଦ୍ବାରା ଯିରିମିୟ ଗଣାକାର କଠାେରୀ ରେ ବନ୍ଦୀ ହେଲେ ଓ କ୍ଷୁଦ୍ର କଠାେରୀ ରେ ଅନକେ ଦିନ ରହିଲେ।
16 Foi então o profeta atirado num calabouço, onde permaneceu vários dias.
17 ତାହାପ ରେ ସିଦିକିଯ ରାଜା ଲୋକ ପଠାଇ ତାହାକୁ ଅଣାଇଲା। ଆଉ ରାଜା ନିଜ ଗୃହ ରେ ଗୋପନ ରେ ତାଙ୍କୁ ପଚାରିଲେ, ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ଯ ଆସିଅଛି କି ?
17 O rei Sedecias, porém, mandou-o buscar, a fim de interrogá-lo secretamente em seu palácio. Tens, porventura, perguntou-lhe, algum oráculo do Senhor? Sim, respondeu-lhe Jeremias. Serás entregue nas mãos do rei de Babilônia.
18 ଆଉ ଯିରିମିୟ ସିଦିକିଯ ରାଜାଙ୍କୁ କହିଲେ, ଆପଣଙ୍କ ବିରୁଦ୍ଧ ରେ, ଆପଣଙ୍କ ଦାସଗଣ ବିରୁଦ୍ଧ ରେ ଅବା ଏହି ଲୋକମାନଙ୍କ ବିରୁଦ୍ଧ ରେ ମୁଁ କି ପାପ କରିଅଛି ଯେ ଆପଣମାନେ ମାେତେ କାରାଗାର ରେ ରଖିଅଛନ୍ତି ?
18 E acrescentou ao rei Sedecias: em que te ofendi, a ti, aos teus servos e a teu povo, para que me lançasses na prisão?
19 ଆପଣମାନେ ଯେଉଁ ଭବିଷ୍ଯଦବକ୍ତାମାନେ ଆପଣମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରି କହିଲେ, 'ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧ ରେ ଓ ଏହି ଦେଶ ବିରୁଦ୍ଧ ରେ ଆସିବେ ନାହିଁ, ସମାନେେ ଏବେ କାହାଁନ୍ତି ?'
19 Onde estão os profetas que vos prediziam não dever mais voltar o rei de Babilônia contra vós e contra a terra?
20 କିନ୍ତୁ ବର୍ତ୍ତମାନ ହେ ମାରେ ପ୍ରଭୁ, ମହାରାଜ, ମାରେ ଅନୁ ରୋଧ ରକ୍ଷାକରି ମାରେ କଥା ଶ୍ରବଣ କରନ୍ତୁ, ଆପଣ ୟୋନାଥନ୍ ଲେଖକର ଗୃହକୁ ମାେତେ ପୁନର୍ବାର ପଠାନ୍ତୁ ନାହିଁ। ତାହା ହେଲେ ସଠାେ ରେ ମୁଁ ମରିୟିବି। ମୁଁ ନିବଦନେ କରୁଛି, ମାରେ ଏହି ଅନୁରୋଧ ଆପଣଙ୍କ ଛାମୁ ରେ ଗ୍ରାହ୍ଯ ହେଉ।
20 Escuta-me, agora, ó meu rei e digna-te acolher minha súplica: não permitas que seja eu reconduzido à casa do escriba Jonatã, para que eu não morra lá.
21 ତେଣୁ ସିଦିକିଯ ରାଜାଙ୍କ ଆଜ୍ଞାନୁସା ରେ ଲୋକମାନେ ଯିରିମିୟଙ୍କୁ ପ୍ରହରୀ ପ୍ରାଙ୍ଗଣ ରେ ରଖିଲେ। ପୁଣି ନଗର ରେ ସବୁ ରୋଟୀ ଶଷେ ନ ହବୋ ପର୍ୟ୍ଯନ୍ତ ରୋଟୀବାଲାଙ୍କ ପଲୀରୁ ଗୋଟିଏ ଲଖାଏଁେ ରୋଟୀ ପ୍ରତିଦିନ ତାହାଙ୍କୁ ଦେଲେ। ଏହିପ୍ରକାର ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ରହିଲେ।
21 Ordenou então o rei Sedecias que Jeremias fosse retido no pátio do cárcere e que lhe dessem todos os dias uma torta de pão, da rua dos Padeiros, enquanto na cidade houvesse pão. E assim permaneceu Jeremias no pátio do cárcere.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 37, comparar traduções ou montar um estudo — tudo direto pelo WhatsApp.