Jeremias 3

Oriya Bible (GL_ORIYA) vs NVT

Sair da comparação
NVT Nova Versão Transformadora
1 ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ଯାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ଯାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତବେେ ତା'ର ସ୍ବାମୀ କ'ଣ ପୁନର୍ବାର ତାହା ନିକଟକୁ ଆସିବ ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତବେେ ସହେି ଦେଶ ଅତ୍ଯନ୍ତ 'ଅଶୁଚି' ହବେ। ହେ ଯିହୁଦା, ତୁମ୍ଭେ ଅନକେ ଉପପତି ସଙ୍ଗେ ବ୍ଯଭିଚାର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫରେି ଆସିବାକୁ ଚାହୁଁଛ। ଏହା ସଦାପ୍ରଭୁ କହନ୍ତି।
1 “Se um homem se divorciar da esposa e ela se casar com outro homem, ele não a receberá de volta, pois isso contaminaria a terra. Você, porém, se prostituiu com muitos amantes e, no entanto, quer voltar para mim?”, diz o S
2 ନିଷ୍ଫଳ ପର୍ବତକୁ ଦେଖ। କେଉଁଠା ରେ ତୁମ୍ଭେ ବ୍ଯଭିଚାର କରି ନାହଁ ? ଯେପରି ଜଣେ ଆରବୀଯ ଲୋକ ପ୍ରାନ୍ତର ରେ ବ ସେ, ସହେିପରି ତୁମ୍ଭେ ସମାନଙ୍କେ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ବାସନୀଯତା ଓ ଦୁଷ୍କର୍ମ ଦ୍ବାରା ଦେଶକୁ 'ଅଶୁଚି' କରିଅଛ।
2 “Olhe para o alto dos montes: existe um só lugar em que você não tenha se contaminado pelo adultério com outros deuses? Senta-se à beira do caminho, como uma prostituta à espera de um cliente, sozinha, como um nômade no deserto. Contaminou a terra com sua prostituição e sua perversidade.
3 ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହାଇେଅଛି। ବସନ୍ତକାଳୀନ ବର୍ଷା ଆସି ନାହିଁ। କିନ୍ତୁ ତୁମ୍ଭେ ଜଣେ ବେଶ୍ଯାର ଭଂଗୀ ଓ ଲଜ୍ଜ୍ଯାହୀନ ଚାହାଣୀ ବଜାଯ ରଖିଛ ଓ ଲଜ୍ଜିତ ହବୋକୁ ଅସ୍ବୀକାର କରୁଛ।
3 Por isso não vieram as chuvas de primavera, pois você é uma prostituta descarada, que não tem vergonha alguma.
4 କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମାରେ 'ପିତା', 'ତୁମ୍ଭେ ମାରେ ବାଲ୍ଯକାଳର ପଥପ୍ରଦର୍ଶକ।'
4 Ainda assim, você me diz: ‘Pai, tens me conduzido desde minha juventude.
5 ତୁମ୍ଭେ ପୁଣି କୁହ, 'ପରମେଶ୍ବର କ'ଣ ସଦାକାଳ କୃଦ୍ଧ ହାଇେଥିବେ ? ତାଙ୍କର କୋରଧ ଚିରକାଳ ରହିବ ନାହିଁ।' ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବା ରେ ଲାଗିଛ ଏବଂ ନିଜ ପଥରେ ଚାଲିଛ।'3
5 Certamente não ficarás irado para sempre! Certamente te esquecerás do que aconteceu!’. Você fala desse modo, mas continua a praticar todo o mal possível.”
6 ଯିହୁଦା ରେ ଯୋଶିୟଯ ରାଜାଙ୍କ ଶାସନ କାଳ ରେ, ସଦାପ୍ରଭୁ ମାେତେ କହିଲେ, ବିପଥଗାମିନୀ ଇଶ୍ରାୟେଲ ଯାହା କରିଅଛ, ତାହା କ'ଣ ତୁମ୍ଭେ ଦେଖିଅଛ ? ସେ ପ୍ରେତ୍ୟକକ ଉଚ୍ଚ ପର୍ବତ ଉପ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ୟାଇ ବ୍ଯଭିଚାର କରିଅଛି।
6 Durante o reinado de Josias, o S enhor me disse: “Viu o que fez a infiel nação de Israel? Como esposa que comete adultério, Israel adorou outros deuses no alto dos montes e debaixo de toda árvore verdejante.
7 ସେ ଏହିସବୁ ଅପକର୍ମ କଲାପ ରେ ମୁଁ ଇଶ୍ରାୟେଲକୁ କହିଲି, 'ତୁମ୍ଭେ ମାେ ନିକଟକୁ ଫରେି ଆସିବା ଉଚିତ୍? ମାତ୍ର ସେ ଫରେି ଆସିଲା ନାହିଁ ଆଉ ତାହାର ବିଶ୍ବାସଘାତିନୀ ଭଉଣୀ ଯିହୁଦା ଏହା ଦେଖିଲା।
7 Pensei: ‘Depois de fazer tudo isso, ela voltará para mim’, mas não voltou, e Judá, sua irmã traiçoeira, viu isso.
8 ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇଶ୍ରାୟେଲ ବ୍ଯଭିଚାର କରିବା ହତେୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ବାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ଯ ୟାଇ ବ୍ଯଭିଚାର କଲା।
8 Ela viu que me divorciei da infiel Israel por causa de seu adultério. Mas Judá, irmã traiçoeira, não teve temor algum; também me deixou e se entregou à prostituição.
9 ଯିହୁଦା ବଖାେତିର କରି ବ୍ଯଭିଚାର କଲା ଓ ଦେଶକୁ 'ଅଶୁଚି' କଲା। ଆଉ ସେ ମଧ୍ଯ କାଠ ଓ ପଥର ସଙ୍ଗେ ବ୍ଯଭିଚାର କଲା।
9 Israel não se preocupou nem um pouco em cometer adultério ao adorar ídolos feitos de madeira e pedra. Agora, a terra está contaminada.
10 ଏସବୁ ସତ୍ତ୍ବେ ଇଶ୍ରାୟେଲର ବିଶ୍ବାସଘାତିନୀ ଭଉଣୀ ଯିହୁଦା ସର୍ବାନ୍ତଃକରଣ ରେ ଆମ୍ଭ ନିକଟକୁ ଆସିଲା ନାହିଁ। ମାତ୍ର ସେ ଆମ୍ଭ ନିକଟକୁ ଆସିଛି ବୋଲି କବଳେ ଛଳନା କଲା। ଏହା ସଦାପ୍ରଭୁ କହନ୍ତି।
10 Apesar de tudo isso, Judá, sua irmã traiçoeira, não voltou para mim com sinceridade. Apenas fingiu estar arrependida. Eu, o S enhor , falei!”.
11 ଆଉ ସଦାପ୍ରଭୁ ମାେତେ କହିଲେ, ବିପଥଗାମିନୀ ଇଶ୍ରାୟେଲ ବିଶ୍ବାସଘାତିନୀ ଯିହୁଦା ଅପେକ୍ଷା ନିଜକୁ ଅଧିକ ଧାର୍ମିକା ଦଖାଇେଅଛି।
11 Então o S enhor me disse: “Até mesmo a infiel Israel é menos culpada que a traiçoeira Judá!
12 ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,
12 Portanto, vá e proclame esta mensagem a Israel. Assim diz o S enhor : “Ó Israel, meu povo infiel, volte para mim, pois sou misericordioso; não ficarei irado com você para sempre.
13 ସଦାପ୍ରଭୁ କହନ୍ତି, ଯାହା ହେଉ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭେ ଭୁଲ୍ କରିଛ, ତୁମ୍ଭେ ବିଦେଶୀମାନଙ୍କ ପାଖକୁ ୟାଇ ଏବଂ ସମାନଙ୍କେ ସହିତ ପ୍ରେତ୍ୟକକ ହରିତ୍ ବୃକ୍ଷତଳେ ବେଶ୍ଯାବୃତ୍ତି କରି ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛ।' ତୁମ୍ଭେ ମାରେ କଥା ମାନିଲ ନାହିଁ।
13 Reconheça sua culpa; admita que se rebelou contra o S e cometeu adultério contra ele ao adorar ídolos debaixo de toda árvore verdejante. Confesse que não quis ouvir minha voz. Eu, o S
14 ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।
14 O S enhor diz: “Voltem para casa, filhos rebeldes, pois eu sou seu mestre. Eu os trarei de volta a Sião — um desta cidade, dois daquela família — de onde quer que estejam dispersos.
15 ତା'ପ ରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ନୂତନ ପାଳକଗଣ ଦବୋ, ଯେଉଁମାନେ କି ଆମ୍ଭପ୍ରତି ଅତ୍ଯନ୍ତ ବିଶ୍ବସ୍ତ ହବେେ। ସମାନେେ ଜ୍ଞାନ ଓ ବୁଦ୍ଧି ରେ ତୁମ୍ଭମାନଙ୍କୁ ଚଳାଇବେ।
15 Eu lhes darei líderes segundo meu coração, que os guiarão com conhecimento e entendimento.
16 ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଯେତବେେଳେ ତୁମ୍ଭମାନେେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହବେ।
16 “E, quando sua terra voltar a ficar cheia de gente”, diz o S enhor , “vocês não terão mais saudades da época em que tinham a arca da aliança do S enhor . Não sentirão falta da arca nem se lembrarão dela, e não será necessário reconstruí-la.
17 ଆଉ ସେ ସମୟରେ ଲୋକମାନେ ୟିରୁଶାଲମକୁ 'ସଦାପ୍ରଭୁଙ୍କ ସିଂହାସନ' ବୋଲି କହିବେ। ସମଗ୍ର ଦେଶୀଯମାନେ ସଦାପ୍ରଭୁଙ୍କ ନାମ ରେ ସମ୍ମାନ ଜଣାଇବାକୁ ୟିରୁଶାଲମ ରେ ଏକତ୍ରୀତ ହବେେ। ପୁଣି ସମାନେେ ନିଜର ଅନ୍ତଃକରଣ ରେ ଦୁଷ୍ଟାଚାର ଅବାଧ୍ଯତା ଆଉ ଅନୁସରଣ କରିବେ ନାହିଁ।
17 Então Jerusalém será conhecida como ‘O Trono do S enhor ’. Todas as nações irão até lá para honrar o S enhor . Não seguirão mais os desejos teimosos de seu coração perverso.
18 ସେ ସମୟରେ ଯିହୁଦା ବଂଶ ଇଶ୍ରାୟେଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସମାନେେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
18 Naqueles dias, o povo de Judá e o povo de Israel voltarão juntos do exílio no norte, para a terra que dei a seus antepassados como herança para sempre.
19 ଆମ୍ଭେ ସଦାପ୍ରଭୁ କହୁଛୁ, 'ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ଯବହାର କରିବା, ନାନା ଦେଶୀଯମାନଙ୍କର ପରମ ରତ୍ନସ୍ବରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।' ପୁଣି ଆମ୍ଭେ କହିଲୁ, ତୁମ୍ଭମାନେେ ଆମ୍ଭକୁ 'ପିତା' ବୋଲି ଡ଼ାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।
19 “Disse comigo: Como eu gostaria de tratá-los como filhos! Meu maior desejo era lhes dar esta linda terra, a herança mais excelente do mundo. Queria que me chamassem de ‘Pai’ e que jamais se afastassem de mim.
20 ସଦାପ୍ରଭୁ କହନ୍ତି, ଯେପରି କୌଣସି ସ୍ତ୍ରୀ ନିଜ ସ୍ବାମୀ ପ୍ରତି ବିଶ୍ବାସଘାତକତା କରି ପରିତ୍ଯାଗ କରେ, ତୁମ୍ଭେ ଇଶ୍ରାୟେଲ ସହେିପରି ଆମ୍ଭ ପ୍ରତି ବିଶ୍ବାସଘାତକତା କରିଅଛ।
20 Mas você me traiu, povo de Israel! Foi como esposa infiel que abandona o marido. Eu, o S
21 ବୃକ୍ଷଶୂନ୍ଯ ପାହାଡ଼ ଉପ ରେ ଇଶ୍ରାୟେଲ ଲୋକମାନଙ୍କର ରୋଦନ ତୁମ୍ଭମାନେେ ଶୁଣିବ। ସମାନେେ ଜାରେ ରେ ଚିତ୍କାର କରୁଛନ୍ତି, ଏବଂ କରୁଣା ପାଇଁ ପ୍ରାର୍ଥନା କରୁଛନ୍ତି। କାରଣ ସମାନେେ କୁଟିଳ ପଥଗାମୀ ହାଇେଛନ୍ତି ଓ ସମାନଙ୍କେର ସଦାପ୍ରଭୁ ପରମେଶ୍ବରଙ୍କୁ ପାଶୋରି ଦଇେଛନ୍ତି।
21 Ouvem-se vozes no alto dos montes, choro e súplicas dos israelitas, porque escolheram caminhos tortuosos e se esqueceram do S
22 ଆଉମଧ୍ଯ ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭପ୍ରତି ଅବିଶ୍ବସ୍ତ ହାଇେଅଛ। ମାତ୍ର ତୁମ୍ଭମାନେେ ଫରେିଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା। ଆଉ ତୁମ୍ଭମାନେେ କହିବ, ହଁ, ଆମ୍ଭମାନେେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଅଟ।
22 “Meus filhos rebeldes”, diz o S enhor , “voltem para mim, e eu curarei a rebeldia de seu coração.” “Sim, nós voltaremos”, o povo responde, “pois tu és o S
23 ଉପପର୍ବତସମୂହ ରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ଯର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ବର ସଦାପ୍ରଭୁଙ୍କଠା ରେ ଇଶ୍ରାୟେଲର ପରିତ୍ରାଣ ଅଛି।
23 Nossa idolatria nas colinas e as orgias religiosas nos montes não passam de ilusão. Somente no S Israel encontrará salvação.
24 ମାତ୍ର ସେ ଲଜ୍ଜ୍ଯାସ୍ପଦ ବାଲ୍ ଦବେତା ଆମ୍ଭମାନଙ୍କର ବାଲ୍ଯକାଳରୁ ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସମାନଙ୍କେ ଗୋମଷୋଦି ପଲ, ସମାନଙ୍କେର ପୁତ୍ର ଓ କନ୍ଯାଗଣକୁ ଭକ୍ଷଣ କରିଅଛି।
24 Desde a juventude observamos nossos antepassados desperdiçarem com algo vergonhoso tudo que trabalharam para ter: rebanhos e gado, filhos e filhas.
25 ଆମ୍ଭମାନେେ ନିଜ ଲଜ୍ଜ୍ଯା ରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭମାନେେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ଯକାଳରୁ ଅଦ୍ଯାବଧି ଆମ୍ଭମାନଙ୍କର ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛୁ। ଆଉ ଆମ୍ଭମାନେେ ଆମ୍ଭମାନଙ୍କ ପରମେଶ୍ବର ସଦାପ୍ରଭୁଙ୍କ ବାକ୍ଯକୁ ଅବମାନନା କରିଅଛୁ।
25 Que a vergonha nos sirva de cama, e a desonra, de cobertor, pois nós e nossos antepassados pecamos contra o S Desde a juventude até hoje, nunca lhe obedecemos.”

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 3, comparar traduções ou montar um estudo — tudo direto pelo WhatsApp.