Jeremias 43
Oriya Bible (GL_ORIYA) vs VC
1 ଏବଂ ତା'ପ ରେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଲୋକମାନଙ୍କୁ କ'ଣ କହିବା ପାଇଁ ଚାହିଁଥିଲେ, ଯିରିମିୟ ତାହା କହିବା ଶଷେ କରୁ ନ କରୁଣୁ।
1 Assim que Jeremias acabou de dizer ao povo o que o Senhor lhe tinha encarregado de transmitir,
2 ହୋଶିଯର ପୁତ୍ର ଅସରିଯ, କା ରହରେ ପୁତ୍ର ୟୋହାନନ୍ ଓ ଅନ୍ୟ କେତକେ ଅହଙ୍କାରୀ ଲୋକ କୋର୍ଧାନ୍ବିତ ହାଇେ ଯିରିମିୟଙ୍କୁ କହିଲେ, ତୁମ୍ଭେ ମିଥ୍ଯା କଥା କହୁଅଛ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏ କଥା କହି ତୁମ୍ଭକୁ ଆମ୍ଭମାନଙ୍କ ନିକଟକୁ ପଠାଇ ନାହାଁନ୍ତି, 'ତୁମ୍ଭମାନେେ ମିଶର ରେ ୟାଇ ପ୍ରବାସ କର ନାହିଁ।'
2 Azarias, filho de Osaías, Joanã, filho de Carée, e todos aqueles orgulhosos exclamaram: São mentiras o que proferes. Não te deu o Senhor, nosso Deus, o encargo de nos dizer que não fôssemos morar no Egito.
3 କିନ୍ତୁ ନରେିଯର ପୁତ୍ର ବାରୂକ ଆମ୍ଭମାନଙ୍କ ବିରୁଦ୍ଧ ରେ ତୁମ୍ଭକୁ ପ୍ରବର୍ତ୍ତାଇ ଅଛି। କଲଦୀଯମାନେ ଯେପରି ଆମ୍ଭମାନଙ୍କୁ ବଧ କରିପାରିବେ ଓ ବନ୍ଦୀ କରି ଆମ୍ଭମାନଙ୍କୁ ବାବିଲକୁ ନଇେଯିବେ।
3 É Baruc, filho de Néria, que te lança contra nós com o fim de nos entregar aos caldeus para a morte e para a deportação à Babilônia.
4 ଏହିରୂପେ କାଲହରେ ପୁତ୍ର ୟୋହାନନ୍, ତାହାର ସନୋପତି ସକଳ ଓ ସମସ୍ତ ଲୋକ ଯିହୁଦା ରେ ବାସ କରିବାକୁ ସଦାପ୍ରଭୁଙ୍କ ବାକ୍ଯ ରେ ଅବଧାନ କଲେ ନାହିଁ।
4 E assim Joanã, filho de Carée, os chefes e os sobreviventes do povo mostraram-se surdos à voz do Senhor que lhes ordenara permanecerem em Judá.
5 ମାତ୍ର ସଦାପ୍ରଭୁଙ୍କ ବାକ୍ଯ ମାନିବା ପରିବର୍ତେ କା ରହରେ ପୁତ୍ର ୟୋହାନନ୍ ଓ ସମସ୍ତ ସନୋପତି ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ ଓ ନାନା ଗୋଷ୍ଠୀ ମଧ୍ଯକୁ ଜଡ଼ିତ ଯେଉଁ ଲୋକମାନେ ଯିହୁଦା ରେ ପ୍ରବାସ କରିବାକୁ ଫରେି ଆସିଥିଲେ, ସମାନଙ୍କେୁ ମିଶରକୁ ନେଲେ।
5 Joanã, filho de Carée, e os chefes conduziram os sobreviventes judeus que haviam regressado dos países em que se tinham dispersado, a fim de habitarem novamente na terra de Judá.
6 ସମାନେେ ସମସ୍ତ ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ଯେଉଁ ରାଜକନ୍ଯାମାନଙ୍କୁ ଓ ଅନ୍ୟ ଲୋକମାନଙ୍କୁ ପ୍ରହରୀବର୍ଗର ସନୋପତି ନବୂଷରଦନ, ଶାଫନର ପୌତ୍ର ଅହୀତାମର ପୁତ୍ର ଗଦଲିଯ ନିକଟରେ ଛାଡ଼ି ୟାଇଥିଲା, ସମାନଙ୍କେୁ ଆଉ ଯିରିମିୟ ଭବିଷ୍ଯଦବକ୍ତାଙ୍କୁ ଓ ନରେିଯର ପୁତ୍ର ବାରୂକକୁ ମିଶରକୁ ନେଲେ।
6 Eram homens, mulheres e crianças, as princesas reais, todos os que Nabuzardã, chefe dos guardas havia deixado junto de Godolias, filho de Aicão, filho de Safã, entre eles o profeta Jeremias e Baruc, filho de Néria.
7 ସେ ସମସ୍ତ ଲୋକ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଅବଧାନ କଲେ ନାହିଁ। ତେଣୁ ସମାନେେ ମିଶରକୁ ୟାଇ ତଫନ୍ ହଷେ ସହର ରେ ଉପସ୍ଥିତ ହେଲେ।
7 Desobedecendo, assim, à voz do Senhor, partiram para o Egito e alcançaram Táfnis.
8 ଅନନ୍ତର ତଫନ୍ ହଷେ ରେ ସଦାପ୍ରଭୁଙ୍କର ଏହି ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
8 Em Táfnis foi dirigida a Jeremias a palavra do Senhor nestes termos:
9 ହେ ଯିରିମିୟ, ତୁମ୍ଭେ କେତଗେୁଡ଼ିଏ ବୃହତ୍ ପ୍ରସ୍ତର ନଇେ ତଫନଦେଶ ରେ ଫାରୋ ଗୃହର ପ୍ରବେଶ ସ୍ଥାନ ନିକଟରେ କାଦୁଅ ଚଟାଣ ଭିତ ରେ ଯିହୁଦାର ଲୋକମାନଙ୍କ ସାକ୍ଷାତ ରେ ଲୁଚାଇ ରଖ।
9 toma em tuas mãos pedras bem grandes e, ante os olhos dos judeus, introduze-as na calçada em frente à porta do palácio do faraó, em Táfnis.
10 ସମାନଙ୍କେୁ କୁହ, 'ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଦେଖ, ଆମ୍ଭେ ଆମ୍ଭର ଚାକର ବାବିଲର ରାଜା ନବୂଖଦନିତ୍ସରକୁ ଆସିବା ପାଇଁ ଆଦେଶ ଦଇେଛୁ ଓ ଆମ୍ଭେ ଯେଉଁ ପ୍ରସ୍ତରକୁ ଲୁଚାଇ ରଖିଅଛୁ, ତାହା ଉପ ରେ ଆପଣା ରାଜକୀଯ ଚନ୍ଦ୍ରାତାପ ବିସ୍ତାର କରିବ।
10 E, em seguida, lhes dirás: Eis o que diz o Senhor dos exércitos, Deus de Israel: vou mandar chamar aqui meu servo Nabucodonosor, rei de Babilônia; colocar-lhe-ei o trono sobre as pedras introduzidas neste lugar, e sobre elas estenderá ele também o seu tapete.
11 ପୁଣି ସେ ମିଶର ଦେଶକୁ ଆକ୍ରମଣ କରି ମୃତ୍ଯୁୟୋଗ୍ଯ ଲୋକଙ୍କୁ ମୃତ୍ଯୁ ରେ, ବନ୍ଦୀ ହବୋ ଯୋଗ୍ଯ ଲୋକଙ୍କୁ ବନ୍ଦୀତ୍ବ ରେ ଓ ଖଡ୍ଗୟୋଗ୍ଯ ଲୋକଙ୍କୁ ଖଡ୍ଗ ରେ ସମର୍ପଣ କରିବ।
11 Ele virá aqui e ferirá o Egito. O que é para a morte, à morte! O que é para o cativeiro, ao cativeiro! O que é para a espada, à espada!
12 ନବୂଖଦନିତ୍ସର ମିଶର ଦେଶସ୍ଥ ସମସ୍ତ ଦବୋଳଯ ରେ ଅଗ୍ନି ସଂୟୋଗ କରିବ। ସେ ସଗେୁଡ଼ିକୁ ପୋଡ଼ି ସମସ୍ତ ମୂର୍ତ୍ତି ବାବିଲକୁ ନଇୟିବେ। ପୁଣି ମଷେପାଳକ ଯେପରି ଆପଣା ବସ୍ତ୍ରକୁ ପରିଚ୍ଛନ୍ନ କରେ ସହେିପରି ସେ ମିଶରକୁ ନିର୍ମଳ କରିବ। ସେ ମିଶର ରେ ଶାନ୍ତି ସ୍ଥାପନ କରି ପ୍ରସ୍ଥାନ କରିବ।
12 Lançará fogo aos templos dos deuses do Egito, e os queimará, levando cativos {os seus ídolos}. Despojará o Egito, qual pastor a limpar seu manto, e regressará triunfante.
13 ଆଉ ମଧ୍ଯ ସେ ମିଶର ଦେଶସ୍ଥ ସମସ୍ତ ସ୍ମୃତିସ୍ତମ୍ଭ ଯେଉଁଗୁଡ଼ିକ ସୂର୍ୟ୍ଯ ଦବଙ୍କେ ମନ୍ଦିର ରେ ଥିବ, ସଗେୁଡ଼ିକୁ ଭାଙ୍ଗି ପକାଇବ, ପୁଣି ମିଶର ଦେଶସ୍ଥ ଦବୋଳଯ ସବୁ ସେ ଅଗ୍ନି ରେ ଦଗ୍ଧ କରିବ।
13 E destruirá os obeliscos do templo do Sol, no Egito, e entregará às chamas todos os templos dos seus deuses.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 43, comparar traduções ou montar um estudo — tudo direto pelo WhatsApp.