Jeremias 46
Oriya Bible (GL_ORIYA) vs ARC
1 ବିଭିନ୍ନ ଗୋଷ୍ଠୀଗଣ ବିଷଯ ରେ ସଦାପ୍ରଭୁଙ୍କର ଏହିସବୁ ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା।
1 Palavra do Senhor que veio a Jeremias, o profeta, contra as nações.
2 ମିଶର ଦେଶ ସମ୍ବନ୍ଧ ରେ ଏହି ବାର୍ତ୍ତା। ଯୋଶିୟଯର ପୁତ୍ର ଯିହୁଦାର ରାଜା ଯିହାୟୋଦାରକୀମର ଅଧିକାରର ଚତୁର୍ଥ ବର୍ଷ ରେ ବାବିଲର ରାଜା ନବୂଖଦନିତ୍ସର, ମିଶରର ରାଜା ଫାରୋନଖୋର ଯେଉଁ ସୈନ୍ଯସାମନ୍ତକୁ ପରାଜଯ କଲା, ଫରାତ୍ ନଦୀ ନିକଟସ୍ଥ ଜଳୀମୀଶ ରେ ଉପସ୍ଥିତ ସହେି ସୈନ୍ଯ ସାମନ୍ତ ବିଷଯ କଥା।
2 Acerca do Egito, contra o exército de Faraó Neco, rei do Egito, que estava junto ao rio Eufrates, em Carquemis; ao qual feriu Nabucodonosor, rei da Babilônia, no ano quarto de Jeoaquim, filho de Josias, rei de Judá:
3 ତୁମ୍ଭମାନେେ ଚର୍ମ ରେ ଢ଼ାଲ ଓ ଫଳକ ପ୍ରସ୍ତୁତ କର ଓ ୟୁଦ୍ଧ କରିବା ଲାଗି ଅଗ୍ରସର ହୁଅ।
3 Preparai o escudo e o pavês e chegai-vos para a peleja.
4 ହେ ଅଶ୍ବାରୋହୀଗଣ, ତୁମ୍ଭମାନେେ ଅଶ୍ବଗଣକୁ ସଜ୍ଜିତ କରି ଆରୋହଣ କର। ମସ୍ତକରେ ଶିରସ୍ତ୍ରାଣ ପିନ୍ଧି ଠିଆ ହୁଅ। କଲମକୁ ଧାରୁଆ କର ଓ ସାଞ୍ଜୁ ପିନ୍ଧ।
4 Selai os cavalos, e montai, cavaleiros, e apresentai-vos com elmos; alimpai as lanças e vesti-vos de couraças.
5 ଆମ୍ଭେ କ'ଣ ଦେଖୁଅଛୁ ? ସମାନେେ ଉଦବିଗ୍ନ ହାଇେ ପଛକୁ ଫରେୁଛନ୍ତି। ସମାନଙ୍କେର ବୀରଗଣ ପରାସ୍ତ ହାଇେଛନ୍ତି ଓ ପଛକୁ ନ ଚାହିଁ ଶୀଘ୍ର ଶୀଘ୍ର ପଳାଯନ କରୁଛନ୍ତି। ସମାନଙ୍କେ ଚତୁର୍ଦ୍ଦିଗ ରେ ଆଶଙ୍କା ଭରି ୟାଇଛି। ସଦାପ୍ରଭୁ ଏହିସବୁ କହନ୍ତି।
5 Por que razão vejo os medrosos voltando as costas? Os seus heróis estão abatidos e vão fugindo, sem olharem para trás; terror há ao redor, diz o Senhor .
6 ଦ୍ରୁତଗାମୀ ଲୋକ ପଳାଯନ କରିପାରିବେ ନାହିଁ, କିଅବା ବୀର ପୁରୁଷଗଣ ରକ୍ଷା ପାଇପାରିବେ ନାହିଁ। ଉତ୍ତର ଦିଗ ରେ ଫରାତ୍ ନଦୀ ନିକଟରେ ସମାନେେ ଝୁଣ୍ଟି ପଡ଼ିବେ ଓ ସମାନଙ୍କେର ପତନ ହବେ।
6 Não fuja o ligeiro, e não escape o herói; para a banda do Norte, junto à borda do rio Eufrates, tropeçaram e caíram.
7 ସେ କିଏ ଯେ କି ନୀଳନଦୀପରି ଉଠୁଅଛି ଓ ନଦୀ ସମୂହର ଜଳରାଶି ତୁଲ୍ଯ ଉତ୍କ୍ଷିପ୍ତ ହେଉଅଛି ?
7 Quem é este que vem subindo como o Nilo e cujas águas se movem como os rios?
8 ଏହା ହେଉଛି ମିଶର ଯେ କି ନୀଳନଦୀ ତୁଲ୍ଯ ଉଠୁଅଛି। ତା'ର ଜଳରାଶି ନଦୀ ସମୂହର ତୁଲ୍ଯ ଉତ୍କ୍ଷିପ୍ତ ହେଉଅଛି। ଆଉ ସେ କହୁଅଛି, 'ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକୁ ପ୍ଲାବିତ କରିବି, ମୁଁ ନଗର ସମୂହକୁ ଓ ତନ୍ନିବାସୀ ଲୋକମାନଙ୍କୁ ନଷ୍ଟ କରିବି।'
8 O Egito vem subindo como o Nilo, e as suas águas se movem como os rios; ele disse: Subirei, cobrirei a terra, destruirei a cidade e os que habitam nela.
9 ହେ ଅଶ୍ବାରୋହୀଗଣ, ଅଗ୍ରସର ହୁଅ। ହେ ରଥା ରୋହୀଗଣ ଦ୍ରୁତଗତି ରେ ରଥ ଚାଳନା କର, ହେ ବୀରଗଣ, ଆଗଇେ ଚାଲ। ତୁମ୍ଭମାନଙ୍କର ଢ଼ାଲ ଧର। କୁଶ୍, ପୁଟରୁ ଓ ଲୁଦୀଯରୁ ଆସିଥିବା ଢ଼ାଲବହକଗଣ, ତୁମ୍ଭମାନେେ ଧନୁ ରେ ଭଲଭାବରେ ଗୁଣ ଦିଅ।
9 Avançai, ó cavalos, e estrondeai, ó carros, e saiam os valentes: os etíopes, e os de Pute, que tomam o escudo, e os lídios, que tomam e entesam o arco.
10 କିନ୍ତୁ ସେତବେେଳେ ଆମ୍ଭର ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁ ପ୍ରତି ଶାଧେ ନବେେ ଓ ସହେିଦିନ ବିପକ୍ଷମାନଙ୍କୁ ପ୍ରତିଫଳ ଦବେେ। ଖଡ୍ଗ ସମସ୍ତଙ୍କୁ ନିଃଶଷେ କରି ତୃପ୍ତ ହବେ ଓ ସମାନଙ୍କେର ରକ୍ତ ପାନକରି ତୃଷା ନିବାରଣ କରିବ। କାରଣ ଉତ୍ତର ଦେଶ ରେ ଫରାତ୍ ନଦୀ ନିକଟରେ ଆମ୍ଭମାନଙ୍କର ପ୍ରଭୁ ସୈନ୍ଯାଧିପତି ସଦାପ୍ରଭୁଙ୍କର ଏକ ୟଜ୍ଞସ୍ଥଳୀ ଅଛି।
10 Porque este dia é o dia do Senhor Jeová dos Exércitos, dia de vingança para se vingar dos seus adversários; e a espada devorará, e fartar-se-á, e embriagar-se-á com o sangue deles; porque o Senhor Jeová dos Exércitos tem um sacrifício na terra do Norte, junto ao rio Eufrates.
11 ହେ ମିଶରର ଅନୂଢ଼ା କନ୍ଯା, ତୁମ୍ଭେ ଗିଲିଯଦଠାରୁ ଔଷଧ ନିଅ। ମାତ୍ର ତୁମ୍ଭେ ଯାହା ଔଷଧ ନେଲେ ମଧ୍ଯ ତାହା ବ୍ଯର୍ଥ ହବେ, ତୁମ୍ଭେ ଆରୋଗ୍ୟ ହବେ ନାହିଁ।
11 Sobe a Gileade e toma bálsamo, ó virgem filha do Egito; debalde, multiplicas remédios; não há cura para ti.
12 ଗୋଷ୍ଠୀଗଣ ତୁମ୍ଭର କ୍ରନ୍ଦନ ଶୁଣିବେ। ତୁମ୍ଭର କାତରୋକ୍ତି ରେ ପୃଥିବୀ ପରିପୂର୍ଣ୍ଣ ହବେ। କାରଣ 'ବୀର ସୈନିକ' ଅନ୍ୟ ଜଣେ 'ବୀର ସୈନିକ' ଉପ ରେ ଝୁଣ୍ଟି ପଡ଼ିବ ଓ ସେ ଦୁ ହେଁ ଏକତ୍ର ପଡ଼ିବେ।
12 As nações ouviram falar da tua vergonha, e a terra está cheia do teu clamor; porque o valente tropeçou no valente, e ambos caíram juntos.
13 ବାବିଲର ରାଜା ନବୂଖଦନିତ୍ସର ମିଶର ଦେଶକୁ ଆସି ତାକୁ ପରାସ୍ତ କରିବା କଥା ସଦାପ୍ରଭୁ ଭବିଷ୍ଯଦବକ୍ତା ଯିରିମିୟଙ୍କୁ କହିଲେ,
13 Palavra que falou o Senhor a Jeremias, o profeta, acerca da vinda de Nabucodonosor, rei da Babilônia, para ferir a terra do Egito:
14 ତୁମ୍ଭମାନେେ ମିଶର ରେ ପ୍ରଚାର କର, ମିଖଦୋଲ ରେ ଘାଷେଣା କର, ଆଉ ନୋଫ ଓ ତଫନ ହଷେ ରେ କୁହ, 'ତୁମ୍ଭମାନେେ ୟୁଦ୍ଧ ପାଇଁ ଠିଆ ହୁଅ ଓ ଆପଣାକୁ ପ୍ରସ୍ତୁତ କର। କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ଲୋକମାନଙ୍କୁ ବିନାଶ କରିଚାଲିଛି।'
14 Anunciai no Egito e fazei ouvir isto em Migdol; fazei também ouvi-lo em Nofe e em Tafnes; dizei: Apresenta-te e prepara-te, porque a espada devorou o que está ao redor de ti.
15 ହେ ମିଶର, ତୁମ୍ଭର ବଳବାନ୍ ଲୋକମାନେ ମୃତ୍ଯୁବରଣ କରିବେ ଓ ସମାନେେ ସ୍ଥିର ହାଇେ ଛିଡ଼ା ହାଇପୋରିବେ ନାହିଁ। କାରଣ ସଦାପ୍ରଭୁ ସମାନଙ୍କେୁ ତଳେ ଠଲେି ପକାଇ ଦବେେ।
15 Por que foram derribados os teus valentes? Não se puderam ter em pé, porque o Senhor os abateu.
16 ସହେି ସୈନ୍ଯଗଣ ପରସ୍ପର ଉପ ରେ ଝୁଣ୍ଟି ପଡ଼ିବେ। ସମାନେେ ପୁଣି କହିବେ, 'ଉଠ, ଆମ୍ଭମାନେେ ଖଡ୍ଗରୁ ରକ୍ଷା ପାଇବା ପାଇଁ ଆପଣା ଲୋକମାନଙ୍କ ନିକଟକୁ ପଳାଇୟିବା ଓ ଆପଣା ଜନ୍ମଭୂମିକୁ ପୁନର୍ବାର ଫରେିୟିବା।'
16 Multiplicou os que tropeçavam; também caíram uns sobre os outros e disseram: Levanta-te, e voltemos ao nosso povo e à terra do nosso nascimento, por causa da espada que oprime.
17 ସମାନଙ୍କେ ଜନ୍ମଭୂମିରେ ଲୋକମାନେ କହିବେ, 'ଫାରୋ କବଳେ ଜଣେ ଅହଙ୍କାରୀ, ୟିଏ କି ଉତ୍ତମ ସୁଯୋଗ ହାତଛଡ଼ା କରନ୍ତି।'
17 Clamaram ali: Faraó, rei do Egito, é apenas um som; deixou passar o tempo assinalado.
18 ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ୟିଏକି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।
18 Vivo eu, diz o rei, cujo nome é o Senhor dos Exércitos, que, certamente, como o Tabor entre os montes e como o Carmelo junto ao mar, assim ele virá.
19 ହେ ମିଶର କନ୍ଯା, ତୁମ୍ଭେ ନିର୍ମାସନ ୟିବା ପାଇଁ ନିଜକୁ ପ୍ରସ୍ତୁତ କର। କାରଣ ନୋଫ ଧ୍ବଂସପ୍ରାପ୍ତ ଓ ଦଗ୍ଧିଭୂତ ହବେ। ସଠାେ ରେ କହେି ଲୋକ ବାସ କରିବେ ନାହିଁ।
19 Prepara-te para ires para o cativeiro, ó moradora, filha do Egito; porque Nofe será tornada em desolação e será abrasada, até que ninguém mais aí more.
20 ମିଶର ଗୋଟିଏ ସୁନ୍ଦରୀ ତରୁଣୀ ଗାଭୀପରି, ମାତ୍ର ଡ଼ାଆଁଶ ସଦୃଶ ଉତ୍ତର ଦିଗରୁ କଲଦୀଯମାନେ ତାକୁ ବିନାଶ କରିବାକୁ ଆସିବେ।
20 Bezerra mui formosa é o Egito, mas já vem a destruição; vem do Norte.
21 ଆହୁରି ମିଶରର ବତନେଗ୍ରାହୀ ସୈନ୍ଯମାନେ ଗୋଶାଳାର ଗୋବତ୍ସ ତୁଳ୍ଯ। ସମାନେେ ପଳାଯନ କରିବେ। ସମାନେେ ଆକ୍ରମଣର ସମ୍ମୁଖୀନ ହାଇପୋରିବେ ନାହିଁ। କାରଣ ସମାନଙ୍କେର ବିପଦର ଦିନ ଆସୁଅଛି ଓ ସମାନେେ ଖୁବ୍ ଶୀଘ୍ର ସମାନଙ୍କେର ପ୍ରତିଫଳ ପାଇବେ।
21 Até os seus mercenários no meio dela são como bezerros cevados; mas também eles viraram as costas e fugiram juntos; não estiveram firmes, porque veio sobre eles o dia da sua ruína e o tempo da sua visitação.
22 ମିଶର ସର୍ପତୁଲ୍ଯ ଶବ୍ଦକରି ପଳାଇବାକୁ ଚେଷ୍ଟା କରିବ। ମାତ୍ର ଶତ୍ରୁଗଣ ତା'ର ନିକଟରୁ ନିକଟତର ହବେେ। ସମାନେେ କାଠ କଟାଳି ସଦୃଶ କୁରାଢ଼ି ନଇେ ତା' ବିରୁଦ୍ଧ ରେ ଆକ୍ରମଣ କରିବେ।
22 A sua voz irá como a da serpente, porque marcharão com um exército e virão a ela com machados, como cortadores de lenha.
23 ସଦାପ୍ରଭୁ କହନ୍ତି, ମିଶରର ସୈନ୍ଯ ଅରଣ୍ଯ ସଦୃଶ। ଅଗଣିତ ହେଲେ ହେଁ ଶତ୍ରୁସୈନ୍ଯ ସମାନଙ୍କେୁ ହାଣି ପକାଇବେ। କାରଣ ଶତ୍ରୁସୈନ୍ଯ ପଙ୍ଗପାଳ ଅପେକ୍ଷା ଅନକେ ଓ ଅସଂଖ୍ଯ ଅଟନ୍ତି।
23 Cortaram o seu bosque, diz o Senhor , que era impenetrável, porque se multiplicaram mais do que os gafanhotos; são inumeráveis.
24 ମିଶର ଲଜ୍ଜିତା ହବେ। ସେ ଉତ୍ତର ଦେଶୀଯ ଲୋକମାନଙ୍କ ହସ୍ତ ରେ ସମର୍ପିତ ହବେ।
24 A filha do Egito está envergonhada; foi entregue na mão do povo do Norte.
25 ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଦେଖ, ଆମ୍ଭେ ନୋ ଦେଶୀଯ ଅମାନେକୁ, ଫାରୋ, ମିଶର, ତାହାର ଦବଗେଣ ଓ ରାଜଗଣକୁ, ଆଉ ଫାରୋଙ୍କ ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦବୋ।
25 Diz o Senhor dos Exércitos, Deus de Israel: Eis que eu visitarei Amom de Nô, e a Faraó, e ao Egito, e aos seus deuses, e aos seus reis; ao próprio Faraó e aos que confiam nele.
26 ପୁଣି ସମାନଙ୍କେର ପ୍ରାଣନାଶକାରୀ ଲୋକମାନଙ୍କ ହସ୍ତ ରେ ଓ ବାବିଲର ରାଜା ନବୂଖଦନିତ୍ସର ଓ ତାହାର ଦାସମାନଙ୍କ ହସ୍ତ ରେ ଆମ୍ଭେ ସମାନଙ୍କେୁ ସମର୍ପଣ କରିବା। ପୁଣି ସଦାପ୍ରଭୁ କହନ୍ତି, ପୂର୍ବକାଳ ରେ ମିଶର ଯେଉଁପରି ଶାନ୍ତି ରେ ବାସ କରୁଥିଲା, ଏହି ଦୁଃସମୟ ପ ରେ ସେ ପୁନର୍ବାର ଶାନ୍ତି ରେ ରହିବ।
26 E os entregarei nas mãos dos que procuram a sua morte, nas mãos de Nabucodonosor, rei da Babilônia e nas mãos dos seus servos; mas, depois, será habitada como nos dias antigos, diz o Senhor .
27 ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ କିଅବା ହେ ଇଶ୍ରାୟେଲ ତୁମ୍ଭେ ନିରାଶ ହୁଅ ନାହିଁ। ଆମ୍ଭେ ଦୂର ଦେଶରୁ ତୁମ୍ଭକୁ ଓ ବନ୍ଦୀ ଅବସ୍ଥାରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା। ତହିଁରେ ଯାକୁବ ଫରେି ଆସି ନିର୍ଭୟ ଓ ନିଶ୍ଚିତ ରେ ରହିଲା । ଆଉ କହେି ତାହାକୁ ଭୟ ଦଖାଇେଲେ ନାହିଁ।
27 Não temas, pois, tu, servo meu, Jacó, nem te espantes, ó Israel; porque eis que te livrarei mesmo de longe e a tua semente da terra do seu cativeiro; e Jacó voltará, e descansará, e sossegará, e não haverá quem o atemorize.
28 ସଦାପ୍ରଭୁ କହନ୍ତି, ହେ ମାରେ ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ। କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ, ଯେଉଁମାନଙ୍କରୁ ଆମ୍ଭେ ତୁମ୍ଭକୁ ତଡ଼ି ଦଇେଅଛୁ, ଆମ୍ଭେ ସମାନଙ୍କେୁ ସଂହାର କରିବା। ମାତ୍ର ଆମ୍ଭେ ତୁମ୍ଭକୁ ସଂହାର କରିବା ନାହିଁ। ଆମ୍ଭେ ତୁମ୍ଭକୁ ବିବଚେନା ପୂର୍ବକ ଶାସ୍ତି ଦବୋ। ମାତ୍ର ତୁମ୍ଭକୁ ଦଣ୍ଡ ନ ଦଇେ ଛାଡ଼ିବା ନାହିଁ।
28 Não temas, servo meu, Jacó, diz o Senhor , porque estou contigo; porque porei termo a todas as nações entre as quais te lancei; mas a ti não porei termo, mas castigar-te-ei com medida e não te deixarei de todo impune.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 46, comparar traduções ou montar um estudo — tudo direto pelo WhatsApp.