Jeremias 48
Oriya Bible (GL_ORIYA) vs VC
1 ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ମାୟୋବ ବିଷଯ ରେ ଏହା କହନ୍ତି, ନବୋ ଧ୍ବଂସ ହବେ, କିରିଯାଥଯିମ ଲଜ୍ଜିତ ହବେ। ତାହା କବଳିତ ହବେ ଏବଂ ପର୍ବତଗଡ଼ ଲଜ୍ଜିତ ଓ ଭଗ୍ନ ହବେ।
1 Contra Moab. - Eis o que diz o Senhor dos exércitos, Deus de Israel: Ai de Nebo, porque chegou a sua ruína! Cariataim, tomada de assalto, cobriu-se de vergonha; a praça forte ficou em tumulto e desvairada.
2 ମାୟୋବ ପୁନର୍ବାର ପ୍ରଶଂସିତ ହବେ ନାହିଁ। ହିଶବୋନ ରେ ଲୋକମାନେ ତାହାର ବିନାଶର ଯୋଜନା କରିବେ। 'ଆସ, ଆମ୍ଭମାନେେ ଏହାକୁ ଧ୍ବଂସ କରିବା ଏବଂ ଗୋଷ୍ଠୀରୁ ଏହାକୁ ସମାପ୍ତ କରିଦବୋ।' ହେ ମଦମନୋ ! ତୁମ୍ଭେ ମଧ୍ଯ ନୀରବ ହବେ, କାରଣ ଖଡ୍ଗ ତୁମ୍ଭର ପଶ୍ଚାତଗାମୀ ହବେ।
2 Findou-se a glória de Moab! Em Hesebon conspira-se contra ela: Vamos riscar esse povo do número das nações! E tu também, Madmen, serás reduzida ao silêncio, porque a espada te persegue.
3 ହୋରୋନଯିମଠାରୁ କ୍ରନ୍ଦନର ଓ ମହାବିନାଶର ଶବ୍ଦ ଶୁଣ।
3 Gritos elevam-se de Oronaim: Devastação! Catástrofe!
4 ମାୟୋବ ଧ୍ବଂସ ପାଇବ ଓ ତାହାର େଛାଟ ପିଲାମାନେ ସାହାୟ୍ଯ ପାଇଁ କ୍ରନ୍ଦନ କରିବେ।
4 Moab foi abatido; gritam seus filhinhos.
5 କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେ ହତେୁ ହୋରୋନଯିମର ଗଡ଼ାଣି ପଥରେ ସମାନେେ ବିନାଶ ହତେୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି।
5 Pela encosta de Luit chora-se; sobe-se em prantos, e pela descida de Oronaim ouvem-se clamores de angústia.
6 ପଳାଯନ କର। ପଳାଇ ୟାଇ ଆପଣା ଆପଣା ପ୍ରାଣ ରକ୍ଷା କର। ଆଉ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ଯ ଉଡ଼ିୟାଅ।
6 Fugi! Salvai-vos! Sede qual zimbro no deserto!
7 ତୁମ୍ଭମାନେେ ନିଜ କର୍ମ ରେ ଓ ଧନ ସତ୍ତି ରେ ନିର୍ଭର କରିଅଛ। ଏଣୁ ତୁମ୍ଭମାନେେ ଧରାୟିବ। ଆଉ କମାେଶ ତା'ର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହାଇୟିବେ।
7 Porque puseste a confiança nos teus ídolos e nos teus tesouros, tu também serás tomada. E será levado para o exílio Camos com seus sacerdotes e chefes!
8 ପ୍ରେତ୍ୟକକ ନଗର ଉପ ରେ ବିନାଶକ ଆସିବ। କୌଣସି ଗୋଟିଏ ନଗର ରକ୍ଷା ପାଇବ ନାହିଁ। ତଳଭୂମି ବିନଷ୍ଟ ହବେ ଓ ଉଚ୍ଚଭୂମି ଧ୍ବଂସ ପାଇବ। ସଦାପ୍ରଭୁ କହନ୍ତି ଏହା ଘଟିବ।
8 Em todas as cidades penetrará o devastador; nenhuma será poupada. Será destruído o vale, e o planalto devastado, como disse o Senhor.
9 ମାୟୋବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ, ତାହାର ସମସ୍ତ ନଗର ଧ୍ବଂସ ପାଇବ ଓ ତା' ମଧିଅରେ କହେି ବାସ କରିବେ ନାହିଁ।
9 Dai asas a Moab para que tome vôo, porque suas cidades transformar-se-ão em deserto.
10 ଯଦି ଜଣେ ସଦାପ୍ରଭୁଙ୍କ କଥା ପାଳନ ନ କଲେ ଓ ଯଦି ସେ ସହେି ଲୋକମାନଙ୍କୁ ରକ୍ତପାତ କରିବାକୁ ଖଡ୍ଗ ବ୍ଯବହାର ନ କରେ ତବେେ ସେ ଶାପଗ୍ରସ୍ତ ହେଉ।
10 Maldito aquele que faz com negligência a obra do Senhor! Maldito o que recusa o sangue à sua espada!
11 ମାଯାେବ ଜନ୍ମରୁ ଦୁଃଖ କଷ୍ଟ ଜାଣି ନାହିଁ। ମାଯାେବ ଏକ ପାତ୍ରସ୍ଥ ମଦ ତୁଲ୍ଯ ସୁସ୍ଥିର ଅଛି। ସେ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢ଼ଳା ୟାଇ ନାହିଁ। କିଅବା ସେ ବନ୍ଦୀ ହାଇେ ୟାଇ ନାହିଁ, ଏଣୁ ତା'ର ସ୍ବାଦ ତା' ମଧିଅରେ ଅଛି। ତାହାର ସୁବାସ ବିକୃତ ହାଇେ ନାହିଁ।
11 Desde a juventude, Moab vivia em paz, repousando sobre a borra, sem ser transvasada, nem exilada. Assim o sabor lhe ficou, e intato o aroma.
12 ଆଉ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଲୋକ ପଠାଇ ତାକୁ ଢ଼ାଳି ପକାଇବା। ସମାନେେ ସହେି ପାତ୍ରକୁ ଢ଼ାଳି ଦବେେ ଓ ପାତ୍ରଗୁଡ଼ିକୁ ଶୂନ୍ଯ କରି କୁାସବୁ ଭାଙ୍ଗି ପକାଇବେ। ଏପରି ସମୟ ଆସୁଅଛି।
12 Dias, porém, virão - oráculo do Senhor -, em que lhe enviarei transvasadores que o trasfegarão, esvaziando os tonéis e quebrando os odres.
13 ଯେପରି ଇଶ୍ରାୟେଲ ବଂଶ ଆପଣା ବିଶ୍ବାସ ଭୂମି ବୈଥଲେ ବିଷଯ ରେ ଲଜ୍ଜିତ ହାଇେଥିଲେ, ସହେିପରି ମାଯାେବ କମାେଶ ବିଷଯ ରେ ଲଜ୍ଜିତ ହବେ।
13 E Moab envergonhar-se-á de Camos, como Israel envergonhou-se de Betel que constituía sua esperança.
14 ତୁମ୍ଭମାନେେ କହିପାରିବ ନାହିଁ 'ଆମ୍ଭମାନେେ ବୀର ଓ ୟୁଦ୍ଧ ରେ ସାହସୀ।'
14 Como podeis dizer: Somos bravos, valentes guerreiros?
15 ଶତ୍ରୁସୈନ୍ଯ ମାୟୋବକୁ ଆକ୍ରମଣ କରି ତାହାକୁ ଧ୍ବଂସ କରିବେ। ତାହା ବଳବାନ୍ ସୈନ୍ଯମାନଙ୍କୁ ବାଧ୍ଯ ସ୍ଥାନ ରେ ବଧ କରିବ। ଏହା ସୈନ୍ଯାଧିପତି ସଦାପ୍ରଭୁ ଏବଂ ରାଜା, ଏହି କଥା କହନ୍ତି।
15 Moab está devastado; escalaram suas cidades. A flor de sua mocidade desce para a matança - oráculo do rei, cujo nome é Senhor dos exércitos.
16 ମାଯାେବର ଶଷେ ଅବସ୍ଥା ଉପସ୍ଥିତ। ଆଉ ସେ ଖୁବ୍ ଶୀଘ୍ର ଧ୍ବଂସ ଲାଭ କରିବ।
16 A ruína de Moab é iminente, aproxima-se-lhe a largos passos a desgraça.
17 ମାୟୋବର ଚତୁର୍ଦ୍ଦିଗସ୍ଥ ଲୋକମାନେ ଓ ଯେଉଁମାନେ ତାହା ପ୍ରସିଦ୍ଧ ଦେଶ ବୋଲି ଜାଣିଥିଲେ, ତାହା ପାଇଁ ବିଳାପ କର। ଆଉ କୁହ, ଏହି ଦୃଢ଼ ଦଣ୍ଡ ଓ ସୁନ୍ଦର ସୃଷ୍ଟି କିପରି ଭଗ୍ନ ହାଇେଅଛି।'
17 Chorai-a vós, seus vizinhos, e dizei vós, que lhe conheceis o nome: Como se partiu esse cetro poderoso, esse cetro cheio de glórias?
18 ହେ ଦୀବୋନ ନିବାସୀଗଣ, ତୁମ୍ଭମାନେେ ନିଶ୍ଚିତ ରେ ତୁମ୍ଭମାନଙ୍କ ଶାେଭାରୁ ଓହ୍ଲାଇ ଅସି ଧୂଳି ରେ ବସ। କାରଣ ମାଯାେବର ବିନାଶକ ତୁମ୍ଭ ବିରୁଦ୍ଧ ରେ ଉଠିଅଛି। ସେ ତୁମ୍ଭର ଦୃଢ଼ ନଗରଗୁଡ଼ିକୁ ବିନଷ୍ଟ କରିଅଛି।
18 Desce de tua glória, assenta-te no solo ressecado, filha de Dibon, que moras {neste lugar}, porque o devastador de Moab sobe contra ti, para destruir tuas muralhas.
19 ହେ ଆରୋୟର ନିବାସୀଗଣ ; ତୁମ୍ଭମାନେେ ପଥପାଶର୍ବ ରେ ଦଣ୍ଡାଯମାନ ହାଇେ ନିରୀକ୍ଷଣ କର। ପଳାତକ ପୁରୁଷ ଓ ସ୍ତ୍ରୀମାନଙ୍କୁ ପଚାର କ'ଣ ଘଟିଅଛି ?
19 Detém-te no caminho e espreita, habitante de Aroer; interroga o que foge e o que escapa, perguntando-lhes: O que aconteceu?
20 ମାଯାେବ ଧ୍ବଂସପ୍ରାପ୍ତ ହାଇେ ଲଜ୍ଜିତ ହାଇେଅଛି। ତେଣୁ ତୁମ୍ଭମାନେେ ହାହାକାର ଓ କ୍ରନ୍ଦନ କର। ମାୟୋବ ଧ୍ବଂସ ହାଇେଅଛି ବୋଲି ଅର୍ନୋନ ରେ ପ୍ରଚାର କର।
20 Moab em ruínas cobre-se de vergonha: gritai, gemei! Anuncia ao norte de Arnon que Moab foi destruído.
21 ମାୟୋବ ସମସ୍ତ ଉଚ୍ଚ ଭୂମିମାନଙ୍କ ରେ ଓ ନିକଟବର୍ତ୍ତୀ ନଗର ଯଥା : ହଲୋନ, ୟହସ ଓ ମଫୋତ ରେ ପ୍ରଚାର କର।
21 Foi o julgamento executado sobre a terra da planície, sobre Helon, Jasa, Mefaat,
22 ଦୀବୋନ, ନବୋ ଓ ବୈଥ-ଦିବ୍ଲାଥୟିମ,
22 Dibon, Nebo e Bet-Deblataim;
23 କିରିଯାଥିମ, ବୈଥଗାମୁର, ଓ ବୈଥମିଯୋନ୍
23 sobre Cariataim, Bet-Gamul, Bet-Maon,
24 କିରିଯୋଥ୍ ଓ ବସ୍ରା ପ୍ରଭୃତି ନଗରମାନଙ୍କ ଉପ ରେ ବିଚାର ଦଣ୍ଡ ଉପସ୍ଥିତ ହାଇେଅଛି।
24 Cariot e Bosra, e sobre todas as cidades, próximas ou distantes da terra de Moab.
25 ସଦାପ୍ରଭୁ କହନ୍ତି ମାୟୋବର ଶୃଙ୍ଗ କଟା ୟାଇଅଛି ଓ ତାହାର ବାହୁ ଭଗ୍ନ ହାଇେଅଛି।
25 Foi abatido o poderio de Moab, partiu-se-lhe o braço - oráculo do Senhor.
26 ମାଯାେବକୁ ତୁମ୍ଭମାନେେ ମତ୍ତ କରାଅ, କାରଣ ସେ ନିଜକୁ ସଦାପ୍ରଭୁଙ୍କଠାରୁ ବଡ଼ ବନେ କରିଅଛି। ତେଣୁ ସେ ନିଜ ବାନ୍ତି ରେ ଗଡ଼ିବ ଓ ସବୁ ଲୋକଙ୍କ ଦ୍ବାରା ହାସ୍ଯାସ୍ପଦ ହବେ।
26 Embriagai Moab, porque desafiou o Senhor. Debater-se-á no próprio vômito. E por sua vez tornar-se-á objeto de zombaria.
27 ହେ ମାୟୋବ, ଇଶ୍ରାୟେଲ ତୁମ୍ଭ ଦୃଷ୍ଟି ରେ ପରିହାସର ପାତ୍ର ହାଇେଥିଲା। ସତେ ଯମେିତି ସେ ଚୋରମାନଙ୍କ ମଧିଅରେ ଧରାୟାଇଥିଲା, ତୁମ୍ଭେ ସପରେି ବ୍ଯବହାର କଲ। ତୁମ୍ଭେ ହତାଶ ରେ ମୁଣ୍ଡ ହଲାଇଲ ଯେଉଁ କ୍ଷଣେ ତୁମ୍ଭେ ତା' ବିଷଯ ରେ କୁହ।
27 Não era Israel alvo de teu escárnio? Foi ele surpreendido entre ladrões, para que, ao falar dele, sempre abanasses a cabeça?
28 ହେ ମାୟୋବ ନିବାସୀଗଣ, ତୁମ୍ଭମାନେେ ତୁମ୍ଭମାନଙ୍କ ନଗରସବୁ ତ୍ଯାଗ କରି ଶୈଳମାନଙ୍କ ରେ ବାସ କର। ଏବଂ ଏକ କପୋତ ପରି ହୁଅ ୟିଏକି ତା'ର ବସା ଗିରିପଥର ମୁହଁ ପାଶର୍ବ ରେ ତିଆରି କରେ।
28 Abandonai as cidades para habitar os rochedos, habitantes de Moab, assim como faz a pomba que coloca o ninho na borda dos precipícios.
29 ମାଯାେବ ବଡ଼ ଅହଙ୍କାରୀ, ଆମ୍ଭମାନେେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଗର୍ବ, ତାହାର ଦର୍ପ ଓ ତାହାର ଚିତ୍ତର ଅହମିକା କଥା ଶୁଣିଅଛୁ।
29 Conhecemos o orgulho do soberbo Moab, sua altivez, sua jactância, seu orgulho e arrogância de coração.
30 ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର କୋରଧ ଜାଣୁ, ମାତ୍ର ତାହା କିଛି ନୁହେଁ ଓ ସମାନଙ୍କେର ଗର୍ବସବୁର କିଛି ମାନେ ନାହିଁ। ଏହା ଭିତ୍ତିହୀନ ବୋଲି ପ୍ରମାଣ ହବେ।
30 Conheço-lhe a presunção - oráculo do Senhor -, a jactância e a vaidade.
31 ତେଣୁ ଆମ୍ଭେ ମାୟୋବ ପାଇଁ ଓ ତା'ର ସମସ୍ତ ନିବାସୀ ପାଇଁ ହାହାକାର କରିବା। ଆଉ କୀ ହରେସର ଲୋକମାନଙ୍କ ପାଇଁ ମଧ୍ଯ ଆମ୍ଭେ ଶୋକ କରିବା।
31 Eis por que gemerei sobre Moab inteiro, e sobre ele lançarei gritos; choro o povo de Quir-Heres.
32 ହେ ସିବ୍ଲାର ଦ୍ରାକ୍ଷାଲତେ, ୟା ସରେ ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ପାଇଁ ଅଧିକ ଶାେକ କରିବା। ତୁମ୍ଭର ଦ୍ରାକ୍ଷାଲତାର ଶାଖାସବୁ ସମୁଦ୍ର ଅତିକ୍ରମ କରିଥିଲା ଓ ସେସବୁ ୟା ସରେ ସମୁଦ୍ର ପର୍ୟ୍ଯନ୍ତ ବିସ୍ତୃତ ହାଇେଥିଲା। ମାତ୍ର ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଆସି ସବୁକିଛି ନଇଗେଲା।
32 Mais que sobre Jazer, choro sobre ti, vinha de Sabama; tuas vides se alongavam até o mar, atingindo o mar de Jazer; sobre tuas searas de vindimas lançou-se o devastador.
33 ମାୟୋବର ବିଶାଳ ଦ୍ରାକ୍ଷାକ୍ଷେତ୍ରରୁ ଆନନ୍ଦ ଉଲ୍ଲାସ ଦୂରୀଭୂତ ହାଇେଅଛି। ପୁଣି ମୁଁ ଦ୍ରାକ୍ଷାକୁଣ୍ଡଗୁଡ଼ିକୁ ଦ୍ରାକ୍ଷାରସ ଶୂନ୍ଯ କରିଅଛି। ଆଉ ଆଗକୁ କହେି ଆନନ୍ଦ ଉଲ୍ଲାସ ରେ ଦ୍ରାକ୍ଷା ମର୍ଦ୍ଦନ କରିବ ନାହିଁ। ଆନନ୍ଦଧ୍ବନି ଲୋପ କାଇବ।
33 Afastaram-se a alegria e o regozijo dos vergéis da terra de Moab; fiz com que secasse o vinho nos lagares; já não se amassam as uvas entre gritos de alegria, nem a canção é a mesma canção.
34 ହିଶବୋନ ଓ ଇଲିଯାଲୀର କ୍ରନ୍ଦନ ୟାହସ ପର୍ୟ୍ଯନ୍ତ ଶୁଣା ୟାଇଅଛି। ଆଉ ମଧ୍ଯ ସହେି କ୍ରନ୍ଦନ ସୋଯରଠାରୁ ହୋରୋନଯିମ ଓ ଇଗ୍ଲଥ୍ ଗଲୀଶୀଯା ପର୍ୟ୍ଯନ୍ତ ଶ୍ରୁତିଗୋଚର ହାଇେଅଛି। କାରଣ ନିମ୍ରୀମର ଜଳସବୁ ଶୁଷ୍କ ହାଇେଅଛି।
34 O clamor de Hesebom sobe até Eleale, e a voz se estende até Jasa, e de Segor até Oronaim e Eglat-Selesia, porque as próprias águas de Ninrim secaram.
35 ଆଉ ସଦାପ୍ରଭୁ କହନ୍ତି, ଆମ୍ଭେ ମାଯାେବର ଉଚ୍ଚସ୍ଥଳୀ ରେ ବଳିଦାନକାରୀଙ୍କୁ ଓ ଆପଣା ଦବଗେଣ ଉଦ୍ଦେଶ୍ଯ ରେ ଧୂପଦାନକାରୀଙ୍କୁ ଲୋପ କରିବା।
35 Farei desaparecer de Moab - oráculo do Senhor -, aqueles que sobem aos lugares altos para incensar seus deuses.
36 ଆମ୍ଭର ହୃଦଯ ମାୟୋବ ପାଇଁ ଦୁଃଖିତ ଓ ତା' ପାଇଁ ଆମ୍ଭ ହୃଦଯ ମୃତ୍ଯୁକାଳୀନ ବଂଶୀବାଦନ ପରି ବାଜୁ ଅଛି। ଆଉ ମଧ୍ଯ କୀର୍ହ ରେସର ଲୋକମାନଙ୍କ ପାଇଁ ଆମ୍ଭର ହୃଦଯ ବଂଶୀପରି ବାଜୁ ଅଛି। କାରଣ ସମାନଙ୍କେର ଧନ ସଦସବୁ ଅପହରଣ କରାୟାଇଅଛି।
36 Por isso, meu coração por Moab geme, como geme a flauta; meu coração pelo povo de Quir-Heres geme, como geme a flauta. Eis a razão pela qual todo o proveito obtido se perdeu.
37 ସମସ୍ତେ ମସ୍ତକ ମୁଣ୍ଡନ କରିଛନ୍ତି ଓ ଦାଢ଼ି କ୍ଷୌର ହାଇେଛନ୍ତି। ପ୍ରେତ୍ୟକକଙ୍କର ହାତ କାଟି ରକ୍ତାକ୍ତ ହାଇେଅଛି ଓ ପ୍ରେତ୍ୟକକ କଟୀଦେଶ ରେ ଚଟବସ୍ତ୍ର ପରିଧାନ କରିଛନ୍ତି।
37 Todas as cabeças foram rapadas, e cortadas as barbas. Foram golpeadas as mãos, e os rins cobertos de sacos.
38 ମାଯାେବର ସମସ୍ତ ଗୃହର ଛାତ ଉପ ରେ ଓ ତାହାର ସମସ୍ତ ଜନ ପଥରେ ମୃତ୍ଯୁର ଶାେକ ବ୍ଯାପି ୟାଇଛି। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ମାୟୋବକୁ ଏକ କଣା ତୁମ୍ଭ ସଦୃଶ ଭଗ୍ନ କରିଅଛୁ।
38 Sobre os tetos de Moab e em suas praças, só lamentos se ouvirão, porque despedacei Moab, qual vaso inútil - oráculo do Senhor.
39 ମାଯାେବ ଭଗ୍ନ ହାଇେଅଛି, ତା'ର ଲୋକମାନେ କ୍ରନ୍ଦନ କରୁଛନ୍ତି, ମାଯାେବ ଲଜ୍ଜିତ ହାଇେଅଛି ଓ ଲୋକମାନଙ୍କର ହାସ୍ଯାସ୍ପଦର ପାତ୍ର ହାଇେଅଛି।
39 Tudo é ruína! Gemei! Quão vergonhoso é para Moab baixar assim a cerviz! Tornou-se Moab objeto de escarmento, e de pavor para todos os vizinhos!
40 ସଦାପ୍ରଭୁ ମଧ୍ଯ କହନ୍ତି, ଦେଖ, ଏକ ଉତ୍କ୍ରୋଶ ପକ୍ଷୀ ପରି ତୀବ୍ର ଗତି ରେ ତଳକୁ ଖସିବ ଏବଂ ମାୟୋବ ବିରୁଦ୍ଧ ରେ ତା'ର ପକ୍ଷ ବିସ୍ତାର କରିବ।
40 Porquanto, assim diz o Senhor: o inimigo, como águia, toma vôo, estendendo as asas sobre Moab;
41 ମାୟୋବ ଅଧିକୃତ ହବେ, ତା'ର ଦୃଢ଼ ଦୁର୍ଗସବୁ ହସ୍ତଗତ ହବେ। ଆଉ ସେତବେେଳେ ମାୟୋବର ବୀର ସୈନିକମାନଙ୍କର ଅନ୍ତଃକରଣ ପ୍ରସବ ବଦନୋଗ୍ରସ୍ତ ସ୍ତ୍ରୀମାନଙ୍କ ଅନ୍ତଃକରଣ ସଦୃଶ ହବେ।
41 tomam-se-lhe as cidades, arrebatam-se-lhe as fortificações, e o coração dos guerreiros de Moab será naquele dia semelhante ao coração da mulher em parto.
42 ମାୟୋବ ଲୁପ୍ତ ହବେ ଓ ସେ ଏକ ଗୋଷ୍ଠୀ ହାଇେ ରହିବ ନାହିଁ। କାରଣ ସେ ସଦାପ୍ରଭୁଙ୍କଠାରୁ ନିଜକୁ ବଡ଼ ମନେ କରେ।
42 Moab foi riscado do número dos povos, porque desafiou o Senhor.
43 ତେଣୁ ସଦାପ୍ରଭୁ କହନ୍ତି, ହେ ମାୟୋବ ନିବାସୀଗଣ ତୁମ୍ଭମାନଙ୍କ ପାଇଁ ଡ୍ରାସ, ଖାତ ଓ ଫାନ୍ଦ ଅଛି।
43 O terror, o fosso e o laço acercam-se de ti, ó moabita - oráculo do Senhor.
44 ଯେତବେେଳେ ଲୋକମାନେ ଭୟ ରେ ଦୌଡ଼ିବେ, ସମାନେେ ଖାତ ଭିତ ରେ ପଡ଼ିବେ ଏବଂ ଯେତବେେଳେ ସମାନେେ ଖାତରୁ ବାହାରକୁ ପଡ଼ିବେ, ସମାନେେ ଧରାଯିବେ। ସଦାପ୍ରଭୁ କହନ୍ତି, ଏହା ଘଟିବ କାରଣ ମୁଁ ମାୟୋବ ଉପ ରେ ଶାସ୍ତିର ବର୍ଷ ଆଣିବି।
44 Quem fugir do terror cairá no fosso, e o que escapar do fosso será apanhado no laço! Porque trarei sobre ele, sobre Moab, o ano do seu castigo - oráculo do Senhor.
45 ଯେଉଁମାନେ ପଳାଇୟାଇ ଶକ୍ତିଶାଳୀ ହିଶ୍ବୋନ ରେ ଆଶ୍ରଯ ନବେେ ସମାନେେ ମଧ୍ଯ ରକ୍ଷା ପାଇବେ ନାହିଁ। କାରଣ ହିଶବୋନରୁ ଓ ସୀହାନରେୁ ଅଗ୍ନି ନିର୍ଗତ ହାଇେ ମାୟୋବର ଅଧିପତି ଓ ଅହଙ୍କାରୀମାନଙ୍କୁ ଗ୍ରାସ କରିବ।
45 À sombra de Hesebon detiveram-se, extenuados, os fugitivos; de Hesebon, porém, jorrou um fogo, uma chama do meio do Seon, que devora os flancos de Moab e as cabeças dos filhos do tumulto.
46 ହେ ମାୟୋବ, ତୁମ୍ଭକୁ ଧିକ୍, କମାେଶର ଲୋକମାନେ ବିନଷ୍ଟ ହେଲେ। କାରଣ ତୁମ୍ଭର ପୁତ୍ରକନ୍ଯାମାନେ ବନ୍ଦୀ ହାଇେ ବନ୍ଦୀତ୍ବ ସ୍ଥାନକୁ ନୀତ ହେଲେ।
46 Desgraçado de ti, Moab! Chegou teu fim, povo de Camos! São arrastados teus filhos ao cativeiro, e tuas filhas, aprisionadas.
47 ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶଷେକାଳ ରେ ପୁନର୍ବାର ମାୟୋବକୁ ବନ୍ଦୀତ୍ବ ସ୍ଥାନରୁ ଫରୋଇ ଆଣିବା।
47 Com o andar do tempo, porém - oráculo do Senhor -, mudarei a sorte de Moab. {Fim do julgamento acerca de Moab.}
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Jeremias 48, comparar traduções ou montar um estudo — tudo direto pelo WhatsApp.