Jeremias 51

Oriya Bible (GL_ORIYA) vs ARC

Sair da comparação
ARC Almeida Revista e Corrigida 2009
1 ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ବାବିଲ ବିରୁଦ୍ଧ ରେ ଓ 'ଲବେ-କାମାଇ' ନିବାସୀମାନଙ୍କ ବିରୁଦ୍ଧ ରେ ଏକ ଶକ୍ତିଶାଳୀ ବିନାଶକ ବାଯୁ ପ୍ରବାହିତ କରାଇବା।
1 Assim diz o Senhor : Eis que levantarei um vento destruidor contra a Babilônia e contra os que habitam no coração dos que se levantam contra mim.
2 ପୁଣି ବିଦେଶୀମାନଙ୍କୁ ବାବିଲ ବିରୁଦ୍ଧ ରେ ପ୍ ରରଣେ କରିବା, ସମାନେେ କୁଲା ରେ ଅଗାଡ଼ି ଅଲଗା କଲାପରି ତାହାକୁ ଝାଡ଼ି ଦେଶ ଶୂନ୍ଯ କରିବେ। କାରଣ ବିନାଶ କାଳ ରେ ତା'ର ଚତୁର୍ଦ୍ଦିଗ ରେ ସୈନ୍ଯ ଘରେି ରହିବେ।
2 E enviarei padejadores contra a Babilônia, que a padejarão e despojarão a sua terra, porque virão contra ela em redor no dia da calamidade.
3 ବାବିଲର ଧନୁର୍ଦ୍ଧରମାନେ ଆପଣା ଧନୁ ରେ ଗୁଣ ଦବେେ ନାହିଁ କି ସମାନେେ ଆପଣା ସାଞ୍ଜୁ ପିନ୍ଧିବେ ନାହିଁ। ତୁମ୍ଭମାନେେ ତାହାର ୟୁବକଗଣଙ୍କୁ ଦୟା କର ନାହିଁ ଓ ତା'ର ସମସ୍ତ ସୈନ୍ଯଙ୍କୁ ବିନାଶ କର।
3 O flecheiro arme o seu arco contra aquele que arma o seu arco e contra o que presume da sua couraça; e não perdoeis a seus jovens; destruí a todo o seu exército.
4 ବାବିଲର ସୈନ୍ଯମାନେ କଲଦୀଯ ଦେଶ ରେ ମୃତ୍ଯୁବରଣ କରିବେ ଓ ରାଜପଥରେ ଆହତ ହାଇପେଡ଼ିବେ।
4 E mortos cairão na terra dos caldeus e atravessados pelas ruas.
5 ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ସୈନ୍ଯାଧିପତି ସଦାପ୍ରଭୁଙ୍କ ଦ୍ବାରା ପରିତ୍ଯକ୍ତ ହାଇେ ନାହାଁନ୍ତି। ସମାନେେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ଯାଗ କରିଛନ୍ତି, ତଥାପି ସେ ଧର୍ମସ୍ବରୂପ ସମାନଙ୍କେୁ ପରିତ୍ଯାଗ କରି ନାହାଁନ୍ତି।
5 Porque Israel e Judá não foram abandonados pelo seu Deus, pelo Senhor dos Exércitos, ainda que a sua terra esteja cheia de culpas perante o Santo de Israel.
6 ବାବିଲରୁ ପଳାଯନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମ ରେ ଉଚ୍ଛନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନବୋର ସମୟ ଓ ସେ ସମାନଙ୍କେୁ ତା'ର ପ୍ରତିଫଳ ଦବେେ।
6 Fugi do meio da Babilônia, e livre cada um a sua alma; não vos destruais a vós na sua maldade, porque este é o tempo da vingança do Senhor ; ele lhe dará a sua recompensa.
7 ବାବିଲ ସଦାପ୍ରଭୁଙ୍କ ହସ୍ତ ରେ ଏକ ସୁବର୍ଣ୍ଣ ପାତ୍ର ସ୍ବରୂପ ହାଇେଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସମାନେେ ଉନ୍ମତ୍ତ ହାଇେଅଛନ୍ତି।
7 A Babilônia era um copo de ouro na mão do Senhor , o qual embriagava a toda a terra; do seu vinho beberam as nações; por isso, as nações enlouqueceram.
8 ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହାଇେଛି। ତାହା ପାଇଁ କ୍ରନ୍ଦନ କର, ତାହାର ବଦନୋ ପାଇଁ ଔଷଧ ଦିଅ। ସେ ହୁଏତ ସୁସ୍ଥ ହାଇପୋରିବ।
8 Num momento, caiu a Babilônia e ficou arruinada; gemei sobre ela, tomai bálsamo para a sua dor; porventura, sarará.
9 ଆମ୍ଭମାନେେ ବାବିଲକୁ ସୁସ୍ଥ କରିବାକୁ ଚେଷ୍ଟା କଲୁ, ମାତ୍ର ସେ ସୁସ୍ଥ ହାଇପୋରିଲା ନାହିଁ। ଆସ, ଆମ୍ଭମାନେେ ତାକୁ ପରିତ୍ଯାଗ କରି ଆପଣା ଆପଣା ଦେଶକୁ ଚାଲିୟିବା। ସ୍ବର୍ଗର ପରମେଶ୍ବର ତା'ର ଦଣ୍ଡ ବିଧାନ କରିବେ। ତାହାପାଇଁ ଯାହା ଘଟିବ ସେ ସ୍ଥିର କରିବେ।
9 Queríamos sarar a Babilônia, mas ela não sarou; deixai-a, e vá cada um para a sua terra, porque o seu juízo chegou até ao céu e se elevou até às mais altas nuvens.
10 ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି। ଆସ, ଆମ୍ଭମାନେେ ସିୟୋନ ରେ କହିବା, ସଦାପ୍ରଭୁ ଯାହା କରିଛନ୍ତି।
10 O Senhor trouxe a nossa justiça à luz; vinde e contemos em Sião a obra do Senhor , nosso Deus.
11 ତୁମ୍ଭମାନେ ବାଣ ତୀକ୍ଷ୍ଣ କର, ଦୃଢ଼କରି ଢ଼ାଲ ଧର। ସଦାପ୍ରଭୁ ମାଦିଯ ରାଜଗଣର ମନ ଉତ୍ତଜେିତ କରିଅଛନ୍ତି। କାରଣ ବାବିଲକୁ ନଷ୍ଟ କରିବାକୁ ସେ ସଂକଳ୍ପ କରିଅଛନ୍ତି। ଯେ ହତେୁ ବାବିଲର ସୈନ୍ଯମାନେ ସଦାପ୍ରଭୁଙ୍କ ମନ୍ଦିର ଧ୍ବଂସ କରିଛନ୍ତି। ସେଥିପାଇଁ ସେ ପ୍ରତିଶାଧେ ସ୍ବରୂପ ତାକୁ ଦଣ୍ଡ ଦବେେ।
11 Alimpai as flechas, preparai perfeitamente os escudos; o Senhor despertou o espírito dos reis da Média, porque o seu intento contra a Babilônia é para a destruir; pois esta é a vingança do Senhor , a vingança do seu templo.
12 ବାବିଲର ପ୍ରାଚୀର ବିରୁଦ୍ଧ ରେ ଧ୍ବଜା ସ୍ଥାପନ କର। ଅଧିକ ପ୍ରହରୀଗଣ, ରକ୍ଷକ ଦଳ ଯଥା ସ୍ଥାନ ରେ ନିୟୁକ୍ତ କର। ଗୋପନ ସ୍ଥାନ ରେ ସୈନ୍ଯ ରଖ, କାରଣ ସଦାପ୍ରଭୁ ବାବିଲ ବିରୁଦ୍ଧ ରେ ଯାହା କରିବାକୁ ଯୋଜନା କରିଛନ୍ତି, ତାହା ସେ ନିଶ୍ଚଯ ସଫଳ କରିବେ।
12 Arvorai um estandarte sobre os muros de Babilônia, reforçai a guarda, colocai sentinelas e preparai as ciladas; porque o Senhor intentou e fez o que tinha dito acerca dos moradores da Babilônia.
13 ହେ ଜଳରାଶି ନିକଟରେ ବାସ କରୁଥିବା ଓ ଧନ ସମ୍ପଦ ରେ ଐଶ୍ବର୍ୟ୍ଯଶାଳୀ ବାବିଲ, ତୁମ୍ଭର ଅନ୍ତିମ କାଳ ଉପସ୍ଥିତ ଓ ତୁମ୍ଭର ଧ୍ବଂସ ହବୋର ସମୟ ଆସିୟାଇଛି।
13 Ó tu que habitas sobre muitas águas, rica de tesouros! Chegou o teu fim, a medida da tua avareza.
14 ସୈନ୍ଯାଧିପତି ସଦାପ୍ରଭୁ ଆପଣା ନାମ ରେ ଏହି ଶପଥ କରିଅଛନ୍ତି, ହେ ବାବିଲ, ଆମ୍ଭେ ତୁମ୍ଭକୁ ପଙ୍ଗପାଳ ସଦୃଶ ଶତ୍ରୁ ସୈନ୍ଯ ରେ ପୂର୍ଣ୍ଣ କରିବା। ଆଉ ସମାନେେ ତୁମ୍ଭ ବିରୁଦ୍ଧ ରେ ବିଜଯର ଜଯକାର କରିବେ।
14 Jurou o Senhor dos Exércitos por si mesmo, dizendo: Certamente, te encherei de homens, como de pulgão, e eles cantarão com júbilo sobre ti.
15 ସଦାପ୍ରଭୁ ଆପଣା ପରାକ୍ରମ ରେ ପୃଥିବୀ ନର୍ମାଣ କରିଅଛନ୍ତି। ସେ ଆପଣା ଜ୍ଞାନ ରେ ଜଗତ ସ୍ଥାପନ କରିଅଛନ୍ତି ଓ ଆପଣା ବୁଦ୍ଧି ରେ ସେ ଗଗନ ମଣ୍ଡଳ ବିସ୍ତାର କରିଅଛନ୍ତି।
15 Ele fez a terra com o seu poder, e ordenou o mundo com a sua sabedoria, e estendeu os céus com o seu entendimento.
16 ଯେତବେେଳେ ସେ ଭୟଙ୍କର ଶବ୍ଦ କରନ୍ତି, ସେତବେେଳେ ଆକାଶର ଜଳରାଶି ଗର୍ଜନ କରନ୍ତି। ସେ ସମଗ୍ର ପୃଥିବୀ ଉପ ରେ ମେଘ ସୃଷ୍ଟି କରିଛନ୍ତି। ସେ ମେଘ ସହିତ ବିଜୁଳି ପଠାନ୍ତି ଓ ତାଙ୍କ ଭଣ୍ଡାର ଘରୁ ବାଯୁ ପ୍ରବାହ କରନ୍ତି।
16 Fazendo ele ouvir a sua voz, grande estrondo de águas há nos céus, e sobem os vapores desde o fim da terra; faz os relâmpagos com a chuva e tira o vento dos seus tesouros.
17 ମାତ୍ର ପ୍ରେତ୍ୟକକ ଲୋକ ନିର୍ବୋଧ ଓ ଅଜ୍ଞାନ ଅଟନ୍ତି। ପରମେଶ୍ବରଙ୍କ କ୍ରିଯା ସମାନେେ ଜାଣନ୍ତି ନାହିଁ। ପ୍ରେତ୍ୟକକ ସ୍ବର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ବାରା ଲଜ୍ଜିତ ହାଇେଅଛନ୍ତି। କାରଣ ସେ ଛାଞ୍ଚ ଢ଼ଳା ପ୍ରତିମା ମିଥ୍ଯା ଓ ଜୀବନ୍ତ ନୁହଁନ୍ତି।
17 Embruteceu-se todo homem e não tem ciência; envergonhou-se todo ourives de imagem de escultura, porque a sua imagem de fundição é mentira, e não há espírito em nenhuma delas.
18 ସହେି ପ୍ରତିମାଗୁଡ଼ିକ ଅସାର ଓ ପ୍ର ହଳେିକା ମାତ୍ର। ସମାନେେ ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହବେେ।
18 Vaidade são e obra de enganos; no tempo em que eu as visitar, perecerão.
19 କିନ୍ତୁ ଯାକୁବଙ୍କ ଭାଗ ସେ ସବୁପରି ନୁହଁନ୍ତି। କାରଣ ପରମେଶ୍ବର ସକଳ ବସ୍ତୁର ସୃଷ୍ଟିକର୍ତ୍ତା, ତାଙ୍କୁ କହେି ଗଢ଼ି ନାହାଁନ୍ତି। ଇଶ୍ରାୟେଲ ତାଙ୍କର ନିଜସ୍ବ ଅଧିକାର। ତାଙ୍କର ନାମ ସୈନ୍ଯାଧିପତି ସଦାପ୍ରଭୁ।
19 Não é semelhante a estes a porção de Jacó, porque ele é o Criador de todas as coisas, e Israel é a tribo da sua herança; o Senhor dos Exércitos é o seu nome.
20 ସଦାପ୍ରଭୁ ପୁଣି କହନ୍ତି, ହେ ବାବିଲ, ତୁମ୍ଭେ ଆମ୍ଭର ଗଦା ଓ ୟୁଦ୍ଧର ଅସ୍ତ୍ର ସ୍ବରୂପ। ଆମ୍ଭେ ତୁମ୍ଭ ଦ୍ବାରା ନାନା ଗୋଷ୍ଠୀକୁ ଧ୍ବଂସ କଲୁ ଓ ନାନା ରାଜ୍ଯକୁ ସମ୍ପୂର୍ଣ୍ଣ ସଂହାର କଲୁ।
20 Tu és meu martelo e minhas armas de guerra; e contigo despedaçarei nações e contigo destruirei os reis;
21 ତୁମ୍ଭ ମାଧ୍ଯମ ରେ ଅଶ୍ବ ଓ ତା'ର ଆ ରୋହୀକୁ ଚୂର୍ଣ୍ଣ କଲୁ ଏବଂ ରଥ ଓ ତା'ର ଆ ରୋହୀକୁ ବିନାଶ କଲୁ।
21 e contigo despedaçarei o cavalo e o seu cavaleiro; e contigo despedaçarei o carro e o que vai nele;
22 ଆଉ ଆମ୍ଭେ ତୁମ୍ଭ ମାଧ୍ଯମ ରେ ପୁରୁଷ ଓ ସ୍ତ୍ରୀ, ବୃଦ୍ଧ ଓ ବାଳକ ଏବଂ ୟୁବକ ଓ ୟୁବତୀକୁ ଚୂର୍ଣ୍ଣ କରିବା।
22 e contigo despedaçarei o homem e a mulher; e contigo despedaçarei o velho e o moço; e contigo despedaçarei o jovem e a virgem;
23 ପୁଣି ତୁମ୍ଭ ମାଧ୍ଯମ ରେ ଆମ୍ଭେ ପାଳକ ଓ ତାହାର ପଲକୁ କୃଷକକୁ ଓ ତାହାର ହଳ ବଳଦକୁ ଏବଂ ଦଶାେଧ୍ଯକ୍ଷ ଓ ରାଜ୍ଯର ଅଧିପତିଗଣକୁ ଚୂର୍ଣ୍ଣ କଲୁ।
23 e contigo despedaçarei o pastor e o seu rebanho; e contigo despedaçarei o lavrador e a sua junta de bois; e contigo despedaçarei os capitães e os magistrados.
24 ଆଉ ଆମ୍ଭେ ବାବିଲକୁ ଓ କଲଦୀଯ ନିବାସୀ ସମସ୍ତଙ୍କୁ ସିୟୋନ ରେ ତୁମ୍ଭମାନଙ୍କ ଦୃଷ୍ଟି ଗୋଚର ରେ ସମାନଙ୍କେ କୃତ ସମସ୍ତ ଦୁଷ୍କର୍ମର ପ୍ରତିଫଳ ଦବୋ। ଏହା ସଦାପ୍ରଭୁ କହନ୍ତି।
24 E pagarei à Babilônia e a todos os moradores da Caldeia toda a maldade que fizeram em Sião, à vossa vista, diz o Senhor .
25 ଆଉ ସଦାପ୍ରଭୁ କହନ୍ତି, ହେ ବାବିଲ, ତୁମ୍ଭେ ଏକ ବିନାଶକ ପର୍ବତ, ତୁମ୍ଭେ ସମୁଦାଯ ପୃଥିବୀକୁ ବିନାଶ କରୁଅଛ, ତେଣୁ ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ ଓ ତୁମ୍ଭ ବିରୁଦ୍ଧ ରେ ଆପଣା ହସ୍ତ ବିସ୍ତାର କରିବା। ତୁମ୍ଭକୁ ଶୈଳର ଶୃଙ୍ଗରୁ ଗଡ଼ାଇ ଏକ ଅଗ୍ନିଦଗ୍ଧ ପର୍ବତ କରିବା।
25 Diz o Senhor : Eis-me aqui contra ti, ó monte destruidor, que destróis toda a terra; e estenderei a mão contra ti, e te revolverei das rochas, e farei de ti um monte de incêndio.
26 ଲୋକମାନେ କଣ ପଥର କିଅବା ମୂଳଦୁଆ ସ୍ଥାପନ ପାଇଁ ତୁମ୍ଭଠାରୁ ପ୍ରସ୍ତର ନବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି ତୁମ୍ଭେ ଚିରକାଳ ଧ୍ବଂସସ୍ଥାନ ହାଇରହେିବ।
26 E não tomarão de ti pedra para esquina, nem pedra para fundamentos, porque te tornarás numa assolação perpétua, diz o Senhor .
27 ତୁମ୍ଭମାନେେ ଦେଶ ରେ ଧ୍ବଜା ସ୍ଥାପନ କର, ଗୋଷ୍ଠୀଯମାନଙ୍କ ମଧିଅରେ ତୂରୀ ବଜାଅ। ସମସ୍ତ ଗୋଷ୍ଠୀକୁ ବାବିଲ ବିରୁଦ୍ଧ ରେ ପ୍ରସ୍ତୁତ କର। ଅରାରଟ୍, ମିନ୍ନି ଓ ଅସ୍ମିନସ୍ ରାଜ୍ଯକୁ ତାହାର ବିରୁଦ୍ଧ ରେ ଏକତ୍ର ଡ଼ାକ। ତାହାର ବିରୁଦ୍ଧ ରେ ସନୋପତିମାନଙ୍କୁ ନିୟୁକ୍ତ କର ଓ ପଙ୍ଗପାଳ ସଦୃଶ ବହୁ ସଂଖ୍ଯା ରେ ଅଶ୍ବଗଣ ପଠାଅ।
27 Arvorai um estandarte na terra, tocai a buzina entre as nações, santificai as nações contra ela e convocai contra ela os reinos de Ararate, Mini e Asquenaz; ordenai contra ela um capitão, fazei subir cavalos, como pulgão agitado.
28 ତାହାର ବିରୁଦ୍ଧ ରେ ସମସ୍ତ ଗୋଷ୍ଠୀକୁ, ମାଦୀଯ ରାଜଗଣକୁ ସମାନଙ୍କେର ଦଶାେଧ୍ଯକ୍ଷ, ଅଧିପତି ଓ ତାହାର କତ୍ତୃର୍ତ୍ବାଧୀନ ସମୁଦାଯ ଦେଶକୁ ପ୍ରସ୍ତୁତ କର।
28 Santificai contra ela as nações, os reis da Média, os seus capitães, todos os seus magistrados e toda a terra do seu domínio.
29 ସମଗ୍ର ବାବିଲ କମ୍ପିତ ଓ ବଦନୋଗ୍ରସ୍ତ ହେଉଅଛି। କାରଣ ତାକୁ ଧ୍ବସ୍ତ ବିଧ୍ବସ୍ତ ଓ ଜନଶୂନ୍ଯ କରିବାକୁ ତାହା ବିରୁଦ୍ଧ ରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି।
29 Então, tremerá a terra e doer-se-á, porque cada um dos desígnios do Senhor está firme contra Babilônia, para fazer da terra de Babilônia uma assolação, sem habitantes.
30 ବାବିଲର ସାହାସୀ ୟୋଦ୍ଧାଗଣ ୟୁଦ୍ଧରୁ ଅବସର ନଇେଅଛନ୍ତି। ସମାନେେ ନିଜ ନିଜ ଗଡ଼ ମଧିଅରେ ଅଛନ୍ତି। ସମାନଙ୍କେର ଶକ୍ତି ଦୁର୍ବଳ ହାଇେଅଛି। ସମାନେେ ଭୟଭୀତା ସ୍ତ୍ରୀ ଲୋକମାନଙ୍କ ପରି ହାଇେଛନ୍ତି। ସମାନଙ୍କେର ବାସସ୍ଥାନ ସବୁ ଦଗ୍ଧ ହାଇେଛି ଓ ସମାନଙ୍କେର ନଗର ଫାଟକର ଖିଡ଼ିକିସବୁ ଭଗ୍ନ ହାଇେଅଛି।
30 Os valentes de Babilônia cessaram de pelejar, ficaram nas fortalezas, desfaleceu a sua força, tornaram-se como mulheres; incendiaram as suas moradas, quebrados foram os seus ferrolhos.
31 ସମଗ୍ର ବାବିଲ ନଗର ଅଧିକୃତ ହାଇେଅଛି। ଏହି ସମ୍ବାଦ ଜଣେ ବାର୍ତ୍ତାବହ ଅନ୍ୟ ଜଣେ ବାର୍ତ୍ତାବହକୁ ଓ ଜଣେ ଦୂତ ଅନ୍ୟ ଜଣେ ଦୂତକୁ ତାହା ଜଣାଇବାକୁ ଦୌଡ଼ିବ।
31 Um correio correrá ao encontro de outro correio, e um mensageiro, ao encontro de outro mensageiro, para anunciar ao rei da Babilônia que a sua cidade foi tomada de todos os lados.
32 ପୁଣି ତା'ର ନଦୀପାର ଘାଟସବୁ ଅଧିକୃତ ହାଇେଅଛି ଓ ନଳବଣ ସବୁ ଅଗ୍ନି ରେ ଦଗ୍ଧିଭୂତ ହାଇେଅଛି। ଆଉ ତା'ର ୟୋଦ୍ଧାଗଣ ଭୟଭୀତ ହାଇେଅଛନ୍ତି।
32 E os vaus estão ocupados, e os canaviais, queimados; e os homens de guerra ficaram assombrados.
33 କାରଣ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ବାବିଲ ଏକ ଶସ୍ଯ ମର୍ଦ୍ଦନ ଖଳା ସ୍ବରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।
33 Porque assim diz o Senhor dos Exércitos, o Deus de Israel: A filha de Babilônia é como uma eira no tempo da debulha; ainda um pouco, e o tempo da sega lhe virá.
34 ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।
34 Nabucodonosor, rei da Babilônia, me devorou, pisou-me, fez de mim um vaso vazio, como dragão me tragou, encheu o seu ventre das minhas delicadezas e lançou-me fora.
35 ସଯେୋନ୍ ନିବାସୀଗଣ କହିବେ, ମାେ ପ୍ରତି ଓ ମାରେଆତ୍ମା ପ୍ରତି ବାବିଲ ଯେଉଁ ଦୌରାତ୍ମ୍ଯ କରିଛି ତା'ର ଫଳ ସେ ପାଉ। ଆଉ ୟିରୁଶାଲମ କହିବ, ମାରେ ରକ୍ତପାତର ଫଳ କଲଦୀଯମାନଙ୍କ ଉପ ରେ ପଡ଼ୁ।
35 A violência que se me fez a mim e à minha carne venha sobre a Babilônia, diga a moradora de Sião; e o meu sangue caia sobre os moradores da Caldeia, diga Jerusalém.
36 ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ସୁରକ୍ଷା ଦବୋ ଓ ତୁମ୍ଭ ପାଇଁ ପ୍ରତିଶାଧେ ନବୋ। ପୁଣି ଆମ୍ଭେ ବାବିଲର ସମୁଦ୍ରକୁ ଶୁଖାଇ ଦବୋ ଓ ତାହାର ନିର୍ଝରକୁ ଶୁଖାଇ ଦବୋ।
36 Pelo que assim diz o Senhor : Eis que pleitearei a tua causa e te vingarei da vingança que se tomou contra ti; secarei o seu mar e farei que se esgote o seu manancial.
37 ତା'ପ ରେ ବାବିଲ ଏକ ଧ୍ବଂସ ସ୍ତୁପ ରେ ପରିଣତ ହବେ ଏବଂ ତାହା ଶୃଗାଳମାନଙ୍କର ବାସସ୍ଥାନ ହବେ। ଲୋକମାନେ ଏହା ଦେଖି ଆତଙ୍କିତ ହବେେ ଏବଂ ଯେତବେେଳେ ସମାନେେ ଏହା ଦେଖିବେ 'ହିସ୍' ଶବ୍ଦ କରିବେ। କାରଣ ସେ ନିର୍ଜନ ସ୍ଥାନ ହବେ।
37 E Babilônia se tornará em montões, morada de dragões, espanto e assobio, sem um só habitante.
38 ସମାନେେ ୟୁବା ସିଂହ ପରି ଗର୍ଜନ କରିବେ ଓ ସିଂହ ଛୁଆପରି ଘୋର ନାଦ କରିବେ।
38 Juntamente, rugirão como filhos dos leões, bramarão como filhotes de leões.
39 ସଦାପ୍ରଭୁ କହନ୍ତି, ସମାନେେ ଉତ୍ତ୍ଯକ୍ତ ହେଲାପ ରେ ଆମ୍ଭେ ସମାନଙ୍କେ ପାଇଁ ଭୋଜି ପ୍ରସ୍ତୁତ କରିବା, ଆଉ ସମାନଙ୍କେୁ ଆହ୍ଲାଦିତ କରିବା ପାଇଁ ସମାନଙ୍କେୁ ମତ୍ତ କରିବା। ତହିଁରେ ସମାନେେ ଚିର ନିଦ୍ରା ରେ ନିଦ୍ରିତ ହବେେ, ଆଉ ଉଠିବେ ନାହିଁ।
39 Estando eles excitados, lhes darei a sua bebida e os embriagarei, para que andem saltando; mas dormirão um perpétuo sono e não acordarão, diz o Senhor .
40 ବାବିଲକୁ ଆମ୍ଭେ ବଧ ଯୋଗ୍ଯ ମଷେ ଓ ଛାଗ ସଦୃଶ ବଧ୍ଯ ସ୍ଥାନକୁ ଆଗଇେ ନବୋ।
40 Fá-los-ei descer como cordeiros ao matadouro, como carneiros com os bodes.
41 ଶେଶକ କିପରି ଅନ୍ୟମାନଙ୍କ ଦ୍ବାରା ନିଆଗଲା ଓ ସମଗ୍ର ପୃଥିବୀର ପ୍ରଶଂସାର ପାତ୍ର କିପରି ହଠାତ୍ ଧରା ପଡ଼ିଅଛି, ବାବିଲ କମେିତି ଅନ୍ୟ ଦେଶମାନଙ୍କ ପାଇଁ ଏକ ଭୟର ପାତ୍ର ହାଇେଅଛି।
41 Como foi tomada Sesaque, e apanhada de surpresa a glória de toda a terra! Como se tornou Babilônia um espanto entre as nações!
42 ବାବିଲ ଉପ ରେ ସମୁଦ୍ର ମାଡ଼ି ଆସିବ ଓ ତାହାର ଢ଼େଉସବୁ ଗର୍ଜନ କରି ତାକୁ ଆଚ୍ଛାଦିତ କରିବ।
42 O mar subiu sobre Babilônia, com a multidão das suas ondas se cobriu.
43 ବାବିଲର ନଗରସବୁ ଧ୍ବଂସ ସ୍ଥାନ, ଶୁଷ୍କଭୂମି ଓ ପ୍ରାନ୍ତର ହବେ। ତା' ମଧିଅରେ କୌଣସି ଲୋକ ବାସ କରିବେ ନାହିଁ। କିଅବା ତା' ମଧ୍ଯଦଇେ କୌଣସି ମନୁଷ୍ଯ ସନ୍ତାନ ଗମନା ଗମନ କରିବେ ନାହିଁ।
43 Tornaram-se as suas cidades em assolação, terra seca e deserta, terra em que ninguém habita, nem passa por ela filho de homem.
44 ତା'ପ ରେ ଆମ୍ଭେ ବାବିଲର ବାଲ୍ଦବଙ୍କେଠାରୁ ପ୍ରତିଶୋଧ ନବୋ ଓ ଯାହା ସେ ଗିଳିଅଛି, ଆମ୍ଭେ ତା'ର ମୁଖରୁ ତାହା ବାହାର କରିବା। ଗୋଷ୍ଠୀ ଏହା ପାଇଁ ଆଉ ନିର୍ଝର ହବେ ନାହିଁ। ଏବଂ ବାବିଲର ପ୍ରାଚୀର ପଡ଼ିୟିବ।
44 E visitarei a Bel na Babilônia e tirarei da sua boca o que ele tragou, e nunca mais concorrerão a ele as nações; também o muro de Babilônia caiu.
45 ହେ ଆମ୍ଭର ଲୋକମାନେ, ତୁମ୍ଭମାନେେ ବାବିଲରୁ ପଳାଇ ୟାଅ। ପ୍ରେତ୍ୟକକ ସଦାପ୍ରଭୁଙ୍କ ପ୍ରଚଣ୍ଡ କୋର୍ଧରୁ ନିଜକୁ ରକ୍ଷା କର।
45 Saí do meio dela, ó povo meu, e livre cada um a sua alma, por causa do ardor da ira do Senhor .
46 ତୁମ୍ଭମାନେେ ନିଜ ନିଜ ହୃଦଯକୁ ଦୁର୍ବଳ କର ନାହିଁ। କି ଦେଶ ମଧିଅରେ ହେଉଥିବା ଜନରବକୁ ଶୁଣି ଭୀତ ହୁଅ ନାହିଁ। କାରଣ ଏ ବର୍ଷ ଏକ ଜନରବ ଉଠିବ ଓ ଅନ୍ୟ ବର୍ଷ ଅନ୍ୟ ଜନରବ ହବେ। ପୁଣି ସେ ଜନରବ ଭୟଙ୍କର ୟୁଦ୍ଧ ବିଷଯ ରେ ହବେ ଓ ଜଣେ ଶାସକ ଅନ୍ୟ ଏକ ଶାସକର ବିପକ୍ଷ ହବେ।
46 E não se enterneça o vosso coração, nem temais pelo rumor que se ouvir na terra; porque virá, num ano, um rumor, e depois, noutro ano, outro rumor; e haverá violência na terra, dominador contra dominador.
47 ଆଉ ସେ ସମୟ ନିଶ୍ଚଯ ଆସିବ, ଯେତବେେଳେ ଆମ୍ଭେ ବାବିଲର ଖାଦେିତ ପ୍ରତିମାଗଣକୁ ପ୍ରତିଫଳ ଦବୋ ଓ ସମଗ୍ର ବାବିଲ ଲଜ୍ଜିତ ହବେ। ଆଉ ତାହାର ନିହତ ଲୋକମାନେ ନଗରର ରାସ୍ତା ରେ ପତିତ ହବେେ।
47 Portanto, eis que vêm dias em que visitarei as imagens de escultura da Babilônia, e toda a sua terra será envergonhada, e todos os seus traspassados cairão no meio dela.
48 ସେ ସମୟରେ ସ୍ବର୍ଗ, ପୃଥିବୀ ଓ ତନ୍ମଧ୍ଯସ୍ଥ ସମସ୍ତ ବାବିଲ ବିଷଯ ରେ ଆନନ୍ଦ ରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।
48 E os céus e a terra, com tudo quanto neles há, jubilarão sobre a Babilônia, porque do Norte lhe virão os destruidores, diz o Senhor .
49 ବାବିଲର ପତନ ନିଶ୍ଚିତ ହବେ, କାରଣ ସେ ଇଶ୍ରାୟେଲର ଲୋକମାନଙ୍କୁ ନିପାତିତ କରିଅଛି ଓ ପୃଥିବୀର ସମୁଦାଯ ଦେଶର ଲୋକଙ୍କୁ ବଧ କରିଅଛି।
49 Como Babilônia fez cair os traspassados de Israel, assim em Babilônia cairão os traspassados de toda a terra.
50 ହେ ଖଡ୍ଗରୁ ବଞ୍ଚିତ ଲୋକମାନେ, ତୁମ୍ଭମାନେେ ଚାଲିୟାଅ, ସ୍ଥିର ହାଇେ ଠିଆ ହୁଅ ନାହିଁ। ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ୟିରୁଶାଲମକୁ ମନେ ପକାଅ।
50 Vós que escapastes da espada, ide-vos, não pareis; de longe, lembrai-vos do Senhor , e suba Jerusalém ao vosso coração.
51 ଆମ୍ଭେ ଯିହୁଦାବାସୀ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହାଇେଅଛୁ, ଆମ୍ଭମାନେେ ଅପମାନିତ ହାଇେଅଛୁ। କାରଣ ବିଦେଶୀମାନେ ସଦାପ୍ରଭୁଙ୍କର ମନ୍ଦିର ସକଳ ପବିତ୍ର ସ୍ଥାନ ରେ ପ୍ରବେଶ କରିଅଛନ୍ତି।
51 Direis: Envergonhados estamos, porque ouvimos opróbrio; vergonha cobriu o nosso rosto, porque vieram estrangeiros sobre os santuários da Casa do Senhor .
52 ଏଣୁ ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେତବେେଳେ ଆମ୍ଭେ ତାହାର ଖୋଦିତ ମୂର୍ତ୍ତିଗୁଡ଼ିକୁ ପ୍ରତିଫଳ ଦବୋ, ସେତବେେଳେ ଏହି ଦେଶର କ୍ଷତବିକ୍ଷତ ଲୋକମାନେ ୟନ୍ତ୍ରଣା ରେ ଗଁ ଗଁ କରିବେ।
52 Portanto, eis que vêm dias, diz o Senhor , em que visitarei as suas imagens de escultura; e gemerá o traspassado em toda a sua terra.
53 ପୁଣି ସଦାପ୍ରଭୁ କହନ୍ତି, ଯଦିଓ ବାବିଲ ଆକାଶ ପର୍ୟ୍ଯନ୍ତ ଉଠିବ ଓ ନିଜର ଦୁର୍ଗଗୁଡ଼ିକୁ ସୁଦୃଢ଼ କରିବ। ତଥାପି ଆମ୍ଭ ପ୍ ରରେିତ ବିନାଶକମାନେ ତାହା ମଧିଅରେ ପ୍ରବେଶ କରିବେ ଓ ତାକୁ ଧ୍ବଂସ କରିବେ।
53 Ainda que a Babilônia subisse aos céus, e ainda que fortificasse a altura da sua fortaleza, de mim viriam destruidores sobre ela, diz o Senhor .
54 ଆମ୍ଭେ ବାବିଲରୁ କ୍ରନ୍ଦନର ରବ ଶୁଣିପାରୁଛୁ ଓ କଲଦୀଯମାନଙ୍କ ଦେଶରୁ ମନ ବିନାଶର ଶବ୍ଦ ଶୁଣିପାରୁଛୁ।
54 O som de um clamor se ouve da Babilônia e de grande destruição, da terra dos caldeus;
55 ସଦାପ୍ରଭୁ ବାବିଲକୁ ବିନଷ୍ଟ କରିବେ ଓ ନଗର ମଧ୍ଯରୁ ମହାରବ କ୍ଷାନ୍ତ କରିବେ। ଶତ୍ରୁସୈନ୍ଯ ତରଙ୍ଗାଯିତ ମହାସାଗର ସଦୃଶ ଗର୍ଜନ କରିଆସିବେ ଓ କଲଦୀଯମାନେ ସହେି ମହାରବ ଶୁଣିବେ।
55 porque o Senhor destrói Babilônia e fará perecer nela a sua grande voz; e as suas ondas bramirão como muitas águas; ouvir-se-á o arruído da sua voz.
56 ବାବିଲ ବିରୁଦ୍ଧ ରେ ସମାନେେ ଆସିବେ ଓ ତାହାକୁ ଧ୍ବଂସ କରିବେ। ସମାନଙ୍କେର ବୀରଗଣ ଧରାଯିବେ ଓ ସମାନଙ୍କେର ଧନୁସବୁ ଖଣ୍ଡ ଖଣ୍ଡ ହାଇେ ଭଙ୍ଗାୟିବ। କାରଣ ସଦାପ୍ରଭୁ ସମାନଙ୍କେର ଦୁଷ୍କର୍ମ ଯୋଗୁଁ ନିଶ୍ଚଯ ପ୍ରତିଫଳ ଦବେେ।
56 Porque o destruidor vem sobre ela, sobre Babilônia, e os seus valentes serão presos; já estão quebrados os seus arcos, porque o Senhor , Deus das recompensas, certamente, lhe retribuirá.
57 ପୁଣି ଆମ୍ଭେ ତାହାର ଅଧିପତିଗଣକୁ, ତାହାର ଜ୍ଞାନୀ ଲୋକମାନଙ୍କୁ, ତାହାର ଦଶାେଧ୍ଯକ୍ଷ, ତାହାର ଅଧିପତିଗଣକୁ ଓ ତାହାର ବୀର ବୁରୁଷମାନଙ୍କୁ ମତ୍ତ କରାଇବା। ତହିଁରେ ସମାନେେ ଚିର ନିଦ୍ରା ରେ ନିଦ୍ରିତ ହବେେ ଓ କବେେ ଜାଗ୍ରତ ହବେେ ନାହିଁ। ଏହା ରାଜା କହନ୍ତି, ତାଙ୍କର ନାମ ସୈନ୍ଯାଧିପତି ସଦାପ୍ରଭୁ।
57 E embriagarei os seus príncipes, e os seus sábios, e os seus capitães, e os seus magistrados, e os seus valentes; e dormirão um sono perpétuo e não acordarão, diz o Rei cujo nome é o Senhor dos Exércitos.
58 ପୁଣି ସୈନ୍ଯାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ସୁଦୃଢ଼ ପ୍ରାଚୀର ସମ୍ପୂର୍ଣ୍ଣ ରୂପେ ଉତ୍ପାଟିତ ହବେ ଓ ତାହାର ଉଚ୍ଚ ଦ୍ବାରସବୁ ଅଗ୍ନି ରେ ଦଗ୍ଧ ହବେ। ବାବିଲର ଲୋକମାନେ କଠିନ ପରିଶ୍ରମ କରିବେ ଓ ନଗରକୁ ରକ୍ଷା କରିବାକୁ କ୍ଲାନ୍ତ ହବେେ। ମାତ୍ର ତାହା କିଛି ସାହାୟ୍ଯ କରିବ ନାହିଁ। ସମାନେେ ସହେି ଅଗ୍ନି ଶିଖା ରେ ଜାଳଣେି ସ୍ବରୂପ ଦଗ୍ଧ ହବେେ।
58 Assim diz o Senhor dos Exércitos: Os largos muros de Babilônia totalmente serão derribados, e as suas portas excelsas serão abrasadas pelo fogo; e trabalharão os povos em vão, e as nações serão para o fogo e cansar-se-ão.
59 ଯିହୁଦାର ଶାସକ ସିଦିକିଯଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ମହ ସଯରେ ପୌତ୍ର, ନେଶଯର ପୁତ୍ର ସରାଯ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମିୟ ସରାଯକୁ ଏହି ବାର୍ତ୍ତା ଦଇେଥିଲା। ସରାଯ ଜଣେ ପଦାଧିକାରୀ ଥିଲେ।
59 A palavra que mandou Jeremias, o profeta, a Seraías, filho de Nerias, filho de Maaseias, indo ele com Zedequias, rei de Judá, à Babilônia, no ano quarto do seu reinado; e Seraías era um príncipe pacífico.
60 ଆଉ ଯିରିମିୟ ବାବିଲର ଭବିଷ୍ଯତ ରେ ଘଟିବାକୁ ଥିବା ସମସ୍ତ ଅମଙ୍ଗଳ କଥା ଏକ ପୁସ୍ତକରେ ଲେଖିଲେ।
60 Escreveu, pois, Jeremias num livro todo o mal que havia de vir sobre a Babilônia; todas estas palavras que estavam escritas contra a Babilônia.
61 ଆଉ ଯିରିମିୟ ସରାଯକୁ କହିଲେ, ହେ ସରାଯ, ତୁମ୍ଭେ ବାବିଲକୁ ୟାଇ ଏହି ବାର୍ତ୍ତା ସମସ୍ତଙ୍କ ଗୋଚରାର୍ଥେ ପାଠ କର।
61 E disse Jeremias a Seraías: Em tu chegando a Babilônia, verás e lerás todas estas palavras.
62 ଆଉ କହିବ, ' ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷଯ ରେ କହିଅଛ ଯେ ତୁମ୍ଭେ ଏହାକୁ ବିନଷ୍ଟ କରିବ। ତହିଁ ମଧିଅରେ ମନୁଷ୍ଯ କି ପଶୁ କହେି ବାସ କରିବେ ନାହିଁ। ମାତ୍ର ତାହା ଚିରକାଳ ଧ୍ବଂସ ସ୍ଥାନ ହାଇେ ରହିବ।
62 E dirás: Senhor ! Tu falaste a respeito deste lugar, que o havias de desarraigar, até não ficar nele morador algum, desde o homem até ao animal, mas que se tornaria em perpétuas assolações.
63 ପୁଣି ଏହା ପାଠ କରି ସାରିଲା ପ ରେ, ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍ ନଦୀର ମଧ୍ଯ ସ୍ଥାନ ରେ ତାହା ପକାଇ ଦବେ।
63 E será que, acabando tu de ler este livro, o atarás a uma pedra e o lançarás no meio do Eufrates.
64 ଆଉ ତୁମ୍ଭେ କହିବ, 'ଆମ୍ଭେ ବାବିଲ ଉପ ରେ ଯେଉଁ ଅମଙ୍ଗଳ ଘଟାଇବା, ତାହା ଏହିପରି ଜଳମଗ୍ନ ହବେ। ସେ ପୁନର୍ବାର ଉଠିବ ନାହିଁ। ସେ ବୁଡ଼ିବ, କାରଣ ସେ ଭୟଙ୍କର ତୁଷ୍କର୍ମ କରିଅଛି।' ଯିରିମିୟଙ୍କ ବାର୍ତ୍ତା ଏହିଠା ରେ ସମାପ୍ତ।
64 E dirás: Assim será afundada a Babilônia e não se levantará, por causa do mal que eu hei de trazer sobre ela; eles se cansarão. Até aqui as palavras de Jeremias.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 51, comparar traduções ou montar um estudo — tudo direto pelo WhatsApp.