Jeremias 7

Oriya Bible (GL_ORIYA) vs ACF

Sair da comparação
ACF Almeida Corrigida Fiel
1 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।
1 A palavra que da parte do SENHOR, veio a Jeremias, dizendo:
2 ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ବାରଦେଶ ରେ ଠିଆ ହାଇେ ସଠାେ ରେ ଏହିକଥା ପ୍ରଚାର କରି କୁହ।
2 Põe-te à porta da casa do Senhor, e proclama ali esta palavra, e dize: Ouvi a palavra do Senhor, todos de Judá, os que entrais por estas portas, para adorardes ao Senhor.
3 ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ ଏହିକଥା କହନ୍ତି, 'ତୁମ୍ଭମାନେେ ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର। ତାହା ହେଲେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବା।
3 Assim diz o Senhor dos Exércitos, o Deus de Israel: Melhorai os vossos caminhos e as vossas obras, e vos farei habitar neste lugar.
4 ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କ ନାମ ରେ ମିଥ୍ଯା କହୁଥିବା ଲୋକମାନଙ୍କୁ ବିଶ୍ବାସ କର ନାହିଁ।
4 Não vos fieis em palavras falsas, dizendo: Templo do Senhor, templo do Senhor, templo do Senhor é este.
5 ତୁମ୍ଭମାନେେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ୟ୍ଯ କର ତାହା ହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ବାସ କରାଇବି। ଯଦି ତୁମ୍ଭମାନେେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହାଇପୋରିବ।
5 Mas, se deveras melhorardes os vossos caminhos e as vossas obras; se deveras praticardes o juízo entre um homem e o seu próximo;
6 ତୁମ୍ଭମାନେେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ଯବହାର କରିବ, ଯଦି ତୁମ୍ଭମାନେେ ଏ ସ୍ଥାନ ରେ ନିର୍ଦ୍ ଦୋଷ ମାନଙ୍କୁ ହତ୍ଯା ନ କରିବ, ଯଦି ତୁମ୍ଭମାନେେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦବେତାମାନଙ୍କୁ ଅନୁସରଣ ନ କର,
6 Se não oprimirdes o estrangeiro, e o órfão, e a viúva, nem derramardes sangue inocente neste lugar, nem andardes após outros deuses para vosso próprio mal,
7 ତବେେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ୟ୍ଯନ୍ତ ଉପ ଭୋଗ କରିବାକୁ ଦବୋ।
7 Eu vos farei habitar neste lugar, na terra que dei a vossos pais, desde os tempos antigos e para sempre.
8 ମାତ୍ର ତୁମ୍ଭମାନେେ ମିଥ୍ଯା କଥା ରେ ବିଶ୍ବାସ କରୁଅଛ ଯାହାକି ମୂଲ୍ଯହୀନ।
8 Eis que vós confiais em palavras falsas, que para nada vos aproveitam.
9 ତୁମ୍ଭମାନେେ କ'ଣ ଚୋରି, ନରହତ୍ଯା, ବ୍ଯଭିଚାର, ମିଥ୍ଯାଶପଥ, ବାଲଦବେ ଉଦ୍ଦେଶ୍ଯ ରେ ଧୂପଦାନ ଓ ତୁମ୍ଭମାନେେ ଜାଣି ନ ଥିବା ଅନ୍ୟ ଦବଗେଣର ପଶ୍ଚାତଗମନ କରିବ ?
9 Porventura furtareis, e matareis, e adulterareis, e jurareis falsamente, e queimareis incenso a Baal, e andareis após outros deuses que não conhecestes,
10 ତୁମ୍ଭମାନେେ ଯଦି ଏହିସବୁ ଦୁଷ୍କର୍ମ କର, ତବେେ ତୁମ୍ଭମାନେେ କ'ଣ ଆମ୍ଭ ନାମ ରେ ଖ୍ଯାତ ଏହି ଗୃହ ମଧ୍ଯକୁ ଆସି ଆମ୍ଭ ସମ୍ମୁଖ ରେ କହିପାରିବ, ଆମ୍ଭମାନେେ ଉଦ୍ଧାର ପାଇଲୁଁ ? ଏତେସବୁ ଘୃଣ୍ଯ କର୍ମ କଲାପ ରେ ମଧ୍ଯ ଏହା କହିପାରିବ ?
10 E então vireis, e vos poreis diante de mim nesta casa, que se chama pelo meu nome, e direis: Fomos libertados para fazermos todas estas abominações?
11 ଆମ୍ଭ ନାମ ରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟି ରେ କ'ଣ ଚୋରମାନଙ୍କର ଗହ୍ବର ହାଇେଅଛି ?' ସଦାପ୍ରଭୁ କହନତି, ତୁମ୍ଭମାନେେ ନିଶ୍ଚଯ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ଯ ଦେଖୁଅଛୁ।
11 É pois esta casa, que se chama pelo meu nome, uma caverna de salteadores aos vossos olhos? Eis que eu, eu mesmo, vi isto, diz o Senhor.
12 ହେ ଯିହୁଦାର ଲୋକମାନେ, ତୁମ୍ଭେ ଆମ୍ଭ ନାମ ରେ ଖ୍ଯାତ ଶୀଲୋସ୍ଥିତ ଗୃହକୁ ୟାଅ। ସଠାେ ରେ ଦେଖ ଇଶ୍ରାୟେଲ ଲୋକଙ୍କ ଦୁଷ୍ଟତା ୟୋଗୁଁ ଆମ୍ଭେ ସମାନଙ୍କେ ପ୍ରତି କ'ଣ କରୁଅଛୁ।
12 Mas ide agora ao meu lugar, que estava em Siló, onde, ao princípio, fiz habitar o meu nome, e vede o que lhe fiz, por causa da maldade do meu povo Israel.
13 ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲର ଲୋକମାନେ, ତୁମ୍ଭମାନେେ ଏହିସବୁ ଦୁଷ୍କର୍ମ କରିଅଛ। ମୁଁ ତୁମ୍ଭମାନଙ୍କୁ ବାରମ୍ବାର କହିଲି, କିନ୍ତୁ ତୁମ୍ଭମାନେେ ମାେ କଥା ଶୁଣିଲ ନାହିଁ। ମୁଁ ତୁମ୍ଭମାନଙ୍କୁ ଡ଼ାକିଲି, କିନ୍ତୁ ତୁମ୍ଭମାନେେ ଉତ୍ତର ଦଲେ ନାହିଁ।
13 Agora, pois, porquanto fazeis todas estas obras, diz o Senhor, e eu vos falei, madrugando, e falando, e não ouvistes, e chamei-vos, e não respondestes,
14 ତେଣୁ ଆମ୍ଭ ନାମ ରେ ଖ୍ଯାତ ୟିରୁଶାଲମର ମନ୍ଦିରକୁ ଧ୍ବଂସ କରିବା, ଯେପରି ଶୀଲୋପ୍ରତି ଆମ୍ଭେ କରିଥିଲୁ। ଆଉ ତୁମ୍ଭମାନେେ ଯେଉଁ ଗୃହପ୍ରତି ବିଶ୍ବାସ ରଖିଛ, ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଦତ୍ତ ସହେି ଗୃହକୁ ଆମ୍ଭେ ଉଚ୍ଛନ୍ନ କରିବା।
14 Farei também a esta casa, que se chama pelo meu nome, na qual confiais, e a este lugar, que vos dei a vós e a vossos pais, como fiz a Siló.
15 ଯେପରି ଇଫ୍ରଯଯିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନଇେଥିଲୁ, ସହେିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂ ରଇେ ଦବୋ।
15 E lançar-vos-ei de diante de minha face, como lancei a todos os vossos irmãos, a toda a geração de Efraim.
16 ତେଣୁ ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ। ସମାନଙ୍କେ ପାଇଁ କାତର ପ୍ରାର୍ଥନା ଉତ୍ସର୍ଗ କର ନାହିଁ। ସମାନଙ୍କେ ସାହାୟ୍ଯ ପାଇଁ ଆମ୍ଭକୁ ନିବଦନେ କର ନାହିଁ, କାରଣ ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିବା ନାହିଁ।
16 Tu, pois, não ores por este povo, nem levantes por ele clamor ou oração, nem me supliques, porque eu não te ouvirei.
17 ସମାନେେ ଯିହୁଦାର ନଗର ଓ ୟିରୁଶାଲମର ସଡ଼କ ସବୁ ରେ ଯାହା କରୁଛନ୍ତି ତାହା କ'ଣ ତୁମ୍ଭେ ଦେଖୁ ନାହଁ ?
17 Porventura não vês tu o que andam fazendo nas cidades de Judá, e nas ruas de Jerusalém?
18 ଯିହୁଦାର ବାଳକମାନେ କାଠ ସଂଗ୍ରହ କରନ୍ତି, ସମାନଙ୍କେର ପିତାମାନେ ଅଗ୍ନି ସଂୟୋଗ କରନ୍ତି ଓ ମାତାମାନେ ଚନ୍ଦ୍ର ଦବେତା ଉଦ୍ଦେଶ୍ଯ ରେ ପିଷ୍ଟକ ପାକ କରନ୍ତି ଓ ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ପଯେ ନବୈେଦ୍ଯ ଉତ୍ସର୍ଗ କରନ୍ତି। ସମାନେେ ଆମ୍ଭର ବିରକ୍ତି ପାଇଁ ଏସବୁ କରନ୍ତି।
18 Os filhos apanham a lenha, e os pais acendem o fogo, e as mulheres preparam a massa, para fazerem bolos à rainha dos céus, e oferecem libações a outros deuses, para me provocarem à ira.
19 ସଦାପ୍ରଭୁ କହନ୍ତି, ଏହିସବୁ କରିବା ଦ୍ବାରା ସମାନେେ କ'ଣ ମାେତେ ବିରକ୍ତ କରନ୍ତି ? ସମାନେେ ନିଜେ ଲଜ୍ଜିତ ହାଇେ ନାହାନ୍ତି କି ?
19 Acaso é a mim que eles provocam à ira? diz o Senhor, e não a si mesmos, para confusão dos seus rostos?
20 ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏକ ସ୍ଥାନ ଉପ ରେ, ମନୁଷ୍ଯ, ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ ଉପ ରେ ଆମ୍ଭର କୋପ ଓ କୋର୍ଧ ଢ଼ଳାୟିବ। ତାହା ଅଗ୍ନି ସଦୃଶ ସବୁ ଦଗ୍ଧ କରିବ, ତାକୁ କହେି ଲିଭାଇ ପାରିବେ ନାହିଁ।
20 Portanto assim diz o Senhor DEUS: Eis que a minha ira e o meu furor se derramarão sobre este lugar, sobre os homens e sobre os animais, e sobre as árvores do campo, e sobre os frutos da terra; e acender-se-á, e não se apagará.
21 ସୈନ୍ଯାଧିପତି ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, ତୁମ୍ଭମାନେେ ୟାଅ, ତୁମ୍ଭ ଉତ୍ସର୍ଗୀକୃତ ନବୈେଦ୍ଯ ରେ ହାମବେଳି ଯୋଗ କର ଏବଂ ମାଂସ ଭକ୍ଷଣ କର।
21 Assim diz o Senhor dos Exércitos, o Deus de Israel: Ajuntai os vossos holocaustos aos vossos sacrifícios, e comei carne.
22 ଯେଉଁଦିନ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭେ ମିଶରରୁ ବାହାର କରି ଆଣିଲୁ, ସଦେିନ ଆମ୍ଭେ ହାମେ କିଅବା ବଳିଦାନ ବିଷଯ ରେ ସମାନଙ୍କେୁ କିଛି କହି ନ ଥିଲୁ କିଅବା ଆଜ୍ଞା ଦଇେ ନ ଥିଲୁ।
22 Porque nunca falei a vossos pais, no dia em que os tirei da terra do Egito, nem lhes ordenei coisa alguma acerca de holocaustos ou sacrifícios.
23 କବଳେ ଆମ୍ଭେ ଏତିକି ଆଜ୍ଞା କରିଥିଲୁ, 'ତୁମ୍ଭମାନେେ ଆମ୍ଭ ଆଜ୍ଞା ପାଳନ କରିବ, ଆମ୍ଭେ ତୁମ୍ଭର ପରମେଶ୍ବର ହବୋ ଓ ତୁମ୍ଭମାନେେ ଆମ୍ଭର ଲୋକ ହବେ। ଆମ୍ଭେ ଯେଉଁ ଆଜ୍ଞା କରିବୁ, ତୁମ୍ଭମାନେେ ସହେି ପଥରେ ଚାଲିଲେ ତୁମ୍ଭମାନଙ୍କର ମଙ୍ଗଳ ହବେ।'
23 Mas isto lhes ordenei, dizendo: Dai ouvidos à minha voz, e eu serei o vosso Deus, e vós sereis o meu povo; e andai em todo o caminho que eu vos mandar, para que vos vá bem.
24 ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସମାନେେ ସେଥିପ୍ରତି ଧ୍ଯାନ ଦେଲେ ନାହିଁ। ସମାନେେ ଅବାଧ୍ଯ ହାଇେ ନିଜ ନିଜ ମନ୍ତ୍ରଣା ରେ ଚାଳିତ ହେଲେ। ସମାନେେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।
24 Mas não ouviram, nem inclinaram os seus ouvidos, mas andaram nos seus próprios conselhos, no propósito do seu coração malvado; e andaram para trás, e não para diante.
25 ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ୟ୍ଯନ୍ତ ଆମ୍ଭେ ଆମ୍ଭର ସମସ୍ତ ଦାସ ଭବିଷ୍ଯଦବକ୍ତାମାନଙ୍କୁ ପଠାଇବା ନିମନ୍ତେ ଦିନେ ଛଡ଼ା ଦିନେ ଉଠି ତୁମ୍ଭମାନଙ୍କ ପାଖକୁ ସମାନଙ୍କେୁ ପାଇଅଛୁ।
25 Desde o dia em que vossos pais saíram da terra do Egito, até hoje, enviei-vos todos os meus servos, os profetas, todos os dias madrugando e enviando-os.
26 ମାତ୍ର ସମାନେେ ଆମ୍ଭ କଥା ଶୁଣିଲେ ନାହିଁ କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ। ସମାନେେ ଅବାଧ୍ଯ ହାଇେ ତାଙ୍କର ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ଦୁରାଚାରୀ ହେଲେ।
26 Mas não me deram ouvidos, nem inclinaram os seus ouvidos, mas endureceram a sua cerviz, e fizeram pior do que seus pais.
27 ହେ ଯିରିମିୟ, ତୁମ୍ଭେ ଏହିକଥା ସମାନଙ୍କେୁ କହିବ। ମାତ୍ର ସମାନେେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭେ ସମାନଙ୍କେୁ ଆହ୍ବାନ କରିବ, ମାତ୍ର ସମାନେେ ତୁମ୍ଭକୁ ଉତ୍ତର କରିବେ ନାହିଁ।
27 Dir-lhes-ás, pois, todas estas palavras, mas não te darão ouvidos; chamá-los-ás, mas não te responderão.
28 ତେଣୁ ତୁମ୍ଭେ ସମାନଙ୍କେୁ କହିବ, ସମାନେେ ହେଉଛନ୍ତି ଏକ ଗୋଷ୍ଠୀ ଯେଉଁମାନେ କି ସଦାପ୍ରଭୁ, ଆପଣା ପରମେଶ୍ବରଙ୍କ କଥାପ୍ରତି ଅବଧାନ କରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ଶିକ୍ଷା ଗ୍ରହଣ କରନ୍ତି ନାହିଁ। ବିଶ୍ବସନୀଯତା ଉଭଇେ ୟାଇଛି। ଏହା ସମାନଙ୍କେ ମୁଖରୁ ଅଦୃଶ୍ଯ ହାଇେ ୟାଇଛି।
28 E lhes dirás: Esta é a nação que não deu ouvidos à voz do Senhor seu Deus e não aceitou a correção; já pereceu a verdade, e foi cortada da sua boca.
29 ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀ ରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କୋରଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ଯ ଓ ପରିତ୍ଯାଗ କରିଛନ୍ତି।
29 Corta o teu cabelo e lança-o de ti, e levanta um pranto sobre as alturas; porque já o Senhor rejeitou e desamparou a geração do seu furor.
30 ଏହା କର କାରଣ ଯିହୁଦାର ସନ୍ତାନଗଣ ଆମ୍ଭ ଦୃଷ୍ଟି ରେ ଯାହା ମନ୍ଦ ତାହା କଲେ। ସମାନେେ ଆମ୍ଭ ନାମ ରେ ଖ୍ଯାତ ଏହି ଗୃହକୁ 'ଅଶୁଚି' କରିବା ନିମନ୍ତେ ସମାନଙ୍କେର ଘୃଣାୟୋଗ୍ଯ ବସ୍ତ୍ର ତହିଁ ମଧିଅରେ ରଖିଛନ୍ତି।
30 Porque os filhos de Judá fizeram o que era mau aos meus olhos, diz o Senhor; puseram as suas abominações na casa que se chama pelo meu nome, para contaminá-la.
31 ସମାନେେ ନିଜ ନିଜର ପୁତ୍ରକନ୍ଯାମାନଙ୍କୁ ଅଗ୍ନି ରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକା ରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କବେେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନ ରେ ସେ ଭାବ କବେେ ଉଦଯ ହାଇେ ନାହିଁ।
31 E edificaram os altos de Tofete, que está no Vale do Filho de Hinom, para queimarem no fogo a seus filhos e a suas filhas, o que nunca ordenei, nem me subiu ao coração.
32 ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏପରି ଏକ ସମୟ ଆସୁଛି ଯେତବେେଳେ ତାହା ତୋଫାତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମ ରେ ଆଉ ଖ୍ଯାତ ନ ହାଇେ ହତ୍ଯା ଉପତ୍ୟକା ବୋଲି ଖ୍ଯାତ ହବେ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫତ ରେ କବର ଦବେେ।
32 Portanto, eis que vêm dias, diz o Senhor, em que não se chamará mais Tofete, nem Vale do Filho de Hinom, mas o Vale da Matança; e enterrarão em Tofete, por não haver outro lugar.
33 ସେତବେେଳେ ମୃତବ୍ଯକ୍ତିଙ୍କ ଶବଗୁଡ଼ିକ ଆକାଶର ପକ୍ଷୀମାନଙ୍କର ଓ ଭୂଚର ପଶୁମାନଙ୍କର ଖାଦ୍ୟ ହବେ। ସମାନଙ୍କେୁ ତଡ଼ିବାକୁ କହେି ଲୋକ ଜୀବିତ ରହିବେ ନାହିଁ।
33 E os cadáveres deste povo servirão de pasto às aves dos céus e aos animais da terra; e ninguém os espantará.
34 ସେ ସମୟରେ ଆମ୍ଭେ ଯିହୁଦାର ନଗରଗୁଡ଼ିକରେ ଓ ୟିରୁଶାଲମର ସଡ଼କମାନଙ୍କ ରେ ସୁଖ ଓ ଆନନ୍ଦଧ୍ବନି ଦୂର କରିବା। ବର କନ୍ଯାମାନଙ୍କର ଆମାଦେ ଧ୍ବନି ଆଉ ୟିରୁଶାଲମ ରେ ଶୁଣାୟିବ ନାହିଁ। କାରଣ ସମଗ୍ର ଦେଶ ଧ୍ବଂସ ସ୍ତୁପ ରେ ପରିଣତ ହବେ।
34 E farei cessar nas cidades de Judá, e nas ruas de Jerusalém, a voz de gozo, e a voz de alegria, a voz de esposo e a voz de esposa; porque a terra se tornará em desolação.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 7, comparar traduções ou montar um estudo — tudo direto pelo WhatsApp.