Jeremias 8

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ସଦାପ୍ରଭୁ କହନ୍ତି, ସେ ସମୟରେ ଲୋକମାନେ ଯିହୁଦାର ରାଜାଗଣଙ୍କର, ତା'ର ଅଧିପତିମାନଙ୍କର, ଯାଜକଗଣଙ୍କର, ଭବିଷ୍ଯଦବକ୍ତାମାନଙ୍କର ଓ ୟିରୁଶାଲମ ନିବାସୀଗଣର ଅସ୍ଥିସବୁ ସମାନଙ୍କେ କବରରୁ ବାହାର କରିବେ।
1 " ‘Naquele tempo, declara o Senhor, os ossos dos reis e dos líderes de Judá, os ossos dos sacerdotes e dos profetas e os ossos do povo de Jerusalém serão retirados dos seus túmulos.
2 ଆଉ ସୂର୍ୟ୍ଯ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସମାନେେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସବୋ କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାତଗାମୀ ହାଇେ ଅଛନ୍ତି, ଯେଉଁମାନଙ୍କର ଅନ୍ବଷେଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସମାନଙ୍କେ ଆଗ ରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରୀତ ହାଇେ କବର ରେ ପୋତା ହବେ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ଯ ହବେ।
2 Serão expostos ao sol e à lua e a todos os astros do céu, que eles amaram, aos quais prestaram culto e os quais seguiram, consultaram e adoraram. Não serão ajuntados nem enterrados, mas se tornarão esterco sobre o solo.
3 ପୁଣି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦଇେଅଛୁ, ସେସବୁ ସ୍ଥାନ ରେ ସମାନଙ୍କେର ଅବଶିଷ୍ଟ ଲୋକମାନେ ବଞ୍ଚିବା ଅପେକ୍ଷା ବରଂ ମରିବାକୁ ପସନ୍ଦ କରିବେ।
3 Todos os sobreviventes dessa nação má preferirão a morte à vida, em todos os lugares para onde eu os expulsar, diz o Senhor dos Exércitos’.
4 ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ ସଦାପ୍ରଭୁଙ୍କର ଏହି ବାକ୍ଯ କୁହ, ମନୁଷ୍ଯ ପଡ଼ିଲେ କ'ଣ ଆଉ ଉେଠ ନାହିଁ ? ବିପଥରେ ଗଲେ କ'ଣ ଆଉ ଫେ ରେ ନାହିଁ ?
4 "Diga a eles: ‘Assim diz o Senhor. " ‘Quando os homens caem, não se levantam mais? Quando alguém se desvia do caminho, não retorna a ele?
5 ଯିହୁଦା ଓ ୟିରୁଶାଲମର ଲୋକମାନେ କାହିଁକି ଚିରକାଳ ବିପଥଗାମୀ ହାଇେଅଛନ୍ତି ? ସମାନେେ ମିଥ୍ଯା ଓ ପ୍ରବଞ୍ଚନା ରେ ବିଶ୍ବାସ ରଖନ୍ତି ଓ ସମାନେେ ଫରେିବାକୁ ଅସମ୍ମତ।
5 Por que será, então, que este povo se desviou? Por que Jerusalém persiste em desviar-se? Eles apegam-se ao engano e recusam-se a voltar.
6 ଆମ୍ଭେ ସମାନଙ୍କେ କଥା ମନୋୟୋଗ ସହକା ରେ ଶୁଣିଲେ ମଧ୍ଯ ସମାନେେ ନ୍ଯାଯକଥା କହିଲେ ନାହିଁ। ସମାନେେ ସମାନଙ୍କେର ପାପଲାଗି ଅନୁତପ୍ତ ନୁହଁନ୍ତି। ଯେପରି ଉର୍ଦ୍ଧ୍ବଶ୍ବାସ ରେ ଅଶ୍ବ ପୃଷ୍ଠ ରେ ଧାବମାନ ହୁଏ ସମାନେେ ସହେିପରି ଆପଣା ଆପଣା ପଥରେ ଦୌଡ଼ନ୍ତି।
6 Eu ouvi com atenção, mas eles não dizem o que é certo. Ninguém se arrepende de sua maldade e diz: "O que foi que eu fiz? " Cada um se desvia e segue seu próprio curso, como um cavalo que se lança com ímpeto na batalha.
7 ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିଯମ ଜାଣନ୍ତି ନାହିଁ।
7 Até a cegonha no céu conhece as estações que lhe estão determinadas, e a pomba, a andorinha e o tordo observam a época de sua migração. Mas o meu povo não conhece as exigências do Senhor.
8 ତୁମ୍ଭମାନେେ କହୁଛ ଯେ, 'ଆମ୍ଭମାନେେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ଯବସ୍ଥା ଆମ୍ଭମାନଙ୍କଠା ରେ ଅଛି।' ମାତ୍ର ଏହା ସତ୍ଯ ନୁହେଁ। କାରଣ ଅଧ୍ଯାପକଗଣଙ୍କ ମିଥ୍ଯା ଲେଖନୀ ମିଥ୍ଯା ଲେଖିଅଛି।
8 " ‘Como vocês podem dizer "Somos sábios, pois temos a lei do Senhor", quando na verdade a pena mentirosa dos escribas a transformou em mentira?
9 ସହେି 'ଜ୍ଞାନୀ ଲୋକମାନେ' ଲଜ୍ଜିତ ହବେେ, ସମାନେେ ଦ୍ବନ୍ଦ ରେ ପଡ଼ିବେ ଓ ଫାନ୍ଦ ରେ ପଡ଼ିବା ପରି ଅନୁଭବ କରିବେ। ଦେଖ, ସମାନେେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ଯାଖାନ କଲେ। ସମାନଙ୍କେୁ କିପରି 'ଜ୍ଞାନୀ' ବୋଲି ବିବଚେନା କରାୟିବ ?
9 Os sábios serão envergonhados; ficarão amedrontados e serão pegos na armadilha. Visto que rejeitaram a palavra do Senhor, que sabedoria é essa que eles têm?
10 ତେଣୁ ଆମ୍ଭେ ସମାନଙ୍କେର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦବୋ ଓ ସମାନଙ୍କେର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦବୋ। କାରଣ ଇଶ୍ରାୟେଲ କ୍ଷୁଦ୍ରଠାରୁ ମହାନ୍ ଲୋକ ପର୍ୟ୍ଯନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ଯଦବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ୟ୍ଯନ୍ତ ସମସ୍ତେ ମିଥ୍ଯାଚରଣ କରନ୍ତି।
10 Por isso, entregarei as suas mulheres a outros homens, e darei os seus campos a outros proprietários. Desde o menor até o maior, todos são gananciosos; tanto os sacerdotes como os profetas, todos praticam a falsidade.
11 ଯଦିଓ ମାରେ ଲୋକମାନେ ଗୁରୁତର ଭାବରେ ଆଘାତପ୍ରାପ୍ତ ହାଇେଛନ୍ତି। ଏଠା ରେ 'ଶାନ୍ତି' ଅଛି, ବୋଲି କହି ସମାନେେ ସହଜ ରେ ସମାନଙ୍କେୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ସେତବେେଳେ ସଠାେ ରେ କୌଣସି 'ଶାନ୍ତି' ନ ଥାଏ।
11 Eles tratam da ferida do meu povo como se ela não fosse grave. "Paz, paz", dizem, quando não há paz alguma.
12 ସମାନେେ ଘୃଣ୍ଯକର୍ମ କରିସୁଦ୍ଧା ଲଜ୍ଜିତ ହେଲେ ନାହିଁ, ସମାନଙ୍କେର ମୁଖମଣ୍ଡଳ ଏହି ମନ୍ଦକର୍ମ ଯୋଗୁଁ ବିବର୍ଣ୍ଣ ହେଲା ନାହିଁ। ଏଣୁ ସମାନେେ ପତିତ ଲୋକମାନଙ୍କ ମଧିଅରେ ପତିତ ହବେେ। ସମାନଙ୍କେ ପ୍ରତିଫଳ ପ୍ରାପ୍ତି ସମୟରେ ସମାନେେ ନିପାତିତ ହବେେ। ସଦାପ୍ରଭୁ ଏହିସବୁ କହନ୍ତି।
12 Ficaram eles envergonhados de sua conduta detestável? Não, eles não sentem vergonha, nem mesmo sabem corar. Portanto, cairão entre os que caem; serão humilhados quando eu os castigar, declara o Senhor.
13 ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେର ସମସ୍ତ ଶସ୍ଯ ଓ ଫଳ ନଇୟିବୋ ଓ ସମାନଙ୍କେୁ ନିରିହ ରୂପେ ସଂହାର କରିବା। ଦ୍ରାକ୍ଷାଲତା ରେ ଦ୍ରାକ୍ଷାଫଳ ଓ ଡ଼ିମ୍ବିରି ବୃକ୍ଷ ରେ ଡ଼ିମ୍ବିରି ଫଳ ରହିବ ନାହିଁ। ପତ୍ରସବୁ ମ୍ଲାନ ହାଇଯେିବେ। ଆମ୍ଭେ ସମାନଙ୍କେୁ ଯାହାସବୁ ଦଇେଅଛୁ, ସେସବୁ ସମାନଙ୍କେଠାରୁ ନଇୟିବେୁ।
13 " ‘Eu quis recolher a colheita deles, declara o Senhor. Mas não há uvas na videira nem figos na figueira; as folhas estão secas. O que lhes dei será tomado deles’.
14 ଆମ୍ଭମାନେେ କାହିଁକି ଶାନ୍ତଭାବେ ବସିଅଛୁ ? ଆସ, ଏକତ୍ରୀତ ହାଇେ ଆମ୍ଭମାନେେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଚାଲିୟିବା। ଆସ ସହେି ସ୍ଥାନ ରେ ଆମ୍ଭେ ମୃତ୍ଯୁବରଣ କରିବା। ଯେ ହତେୁ ସଦାପ୍ରଭୁ ଆମ୍ଭର ପରମେଶ୍ବର ଆମ୍ଭମାନଙ୍କୁ ନିରବ କରିଛନ୍ତି। ଆସ ବିଷାକ୍ତ ପାଣି ପିଇବା, ଯେ ହତେୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଛୁ।
14 "Por que estamos sentados aqui? Reúnam-se! Fujamos para as cidades fortificadas e pereçamos ali! Pois o Senhor, o nosso Deus, condenou-nos a perecer e nos deu água envenenada para beber, porque temos pecado contra ele.
15 ଆମ୍ଭମାନେେ ଶାନ୍ତି ଆଶା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ସେ ଆମ୍ଭମାନଙ୍କୁ କ୍ଷମା ଦବେେ ବୋଲି ଇଚ୍ଛା କଲୁ, ମାତ୍ର କବଳେ ବିପଦ ମାଡ଼ି ଆସିଲା।
15 Esperávamos a paz, mas não veio bem algum; esperávamos um tempo de cura, mas há somente terror.
16 ଦାନ୍ ନଗରଠାରୁ ତାହାର ଅଶ୍ବଗଣର ନାସିକା ଧ୍ବନି ଶୁଣା ଯାଉଅଛି। ତାହାର କନିଷ୍ଠ ଅଶ୍ବଗଣର ହିଁ ହିଁ ଶବ୍ଦ ରେ ସମୁଦାଯ ଦେଶ କିତ ହେଉଅଛି। କାରଣ ସମାନେେ ଆସିଛନ୍ତି, ଆଉ ଦେଶ ଓ ତନ୍ମଧ୍ଯସ୍ଥିତ ସକଳ ନଗର ଓ ତଦନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି।
16 O resfolegar dos seus cavalos pode-se ouvir desde Dã; ao relinchar dos seus garanhões a terra toda treme. Vieram para devorar esta terra e tudo o que nela existe, a cidade e todos os que nela habitam.
17 ହେ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ଯକୁ ସର୍ପ ଓ କାଳସର୍ପମାନଙ୍କୁ ପଠାଇବା, ସମାନେେ ତୁମ୍ଭମାନଙ୍କୁ ଦଂଶନ କରିବେ। ସମାନଙ୍କେୁ କହେି ଅଟକାଇ ପାରିବେ ନାହିଁ। ଏହା ସଦାପ୍ରଭୁ କହନ୍ତି।
17 "Vejam, estou enviando contra vocês serpentes venenosas, que ninguém consegue encantar; elas morderão vocês, e não haverá remédio", diz o Senhor.
18 ହେ ପରମେଶ୍ବର ମାରେ ହୃଦଯ ଦୁଃଖ ରେ ଅଭିଭୂତ, ମୁଁ ଅତ୍ଯନ୍ତ ଭୟଭୀତ ଓ ମୂର୍ଚ୍ଛିତ।
18 A tristeza tomou conta de mim; o meu coração desfalece.
19 ମାରେ ଲୋକମାନଙ୍କର ଅତି ଦୂର ଦେଶରୁ ଆସୁଥିବା ଆର୍ତ୍ତଚିତ୍କାର ଶୁଣ। ସମାନେେ କହନ୍ତି, ସଦାପ୍ରଭୁ କ'ଣ ସିୟୋନ ରେ ନାହାଁନ୍ତି ? ତହିଁର ରାଜା କ'ଣ ତହିଁ ମଧିଅରେ ନାହାଁନ୍ତି ? ମାତ୍ର ପରମେଶ୍ବର କହନ୍ତି, ସମାନେେ ନିଜର ଖାଦେିତ ପ୍ରତିମା ଓ ବିଦେଶୀଯ ଅସାର ବସ୍ତ୍ର ସମୂହଦ୍ବାରା ଆମ୍ଭକୁ ବିରକ୍ତ ଓ କ୍ରୋଧିତ କରିଛନ୍ତି।
19 Ouça o grito de socorro da minha filha, do meu povo, grito que se estende por toda esta terra: "O Senhor não está em Sião? Não se acha mais ali o seu rei? " "Por que eles me provocaram à ira com os seus ídolos, com os seus inúteis deuses estrangeiros? "
20 ଶସ୍ଯ ସଂଗ୍ରହର ସମୟ ଶଷେ ହେଲା। ଗ୍ରୀଷ୍ମକାଳ ଅତିବାହିତ ହେଲା। ମାତ୍ର ଆମ୍ଭମାନଙ୍କର ପରିତ୍ରାଣ ହେଲା ନାହିଁ।
20 Passou a época da colheita, acabou o verão, e não estamos salvos.
21 ମାରେ ହୃଦଯ ଭାଙ୍ଗି ୟାଇଛି କାରଣ ମାରେ ଲୋକମାନଙ୍କର ହୃଦଯ ଭାଙ୍ଗି ୟାଇଛି। ମୁଁ ମଳିନ, ବିସ୍ମଯତା ମାେତେ ଆକ୍ରାନ୍ତ କରିଅଛି।
21 Estou arrasado com a devastação sofrida pelo meu povo. Choro muito, e o pavor se apodera de mim.
22 ଗିଲିଯଦ ରେ ଔଷଧ ଅଛି ଓ ସଠାେ ରେ ବୈଦ୍ଯମାନେ ମଧ୍ଯ ଅଛନ୍ତି। ତବେେ ମାରେ ଆଘାତପ୍ରାପ୍ତ ଲୋକମାନେ କାହିଁକି ଆରୋଗ୍ୟଲାଭ କରୁ ନାହାଁନ୍ତି ?
22 Não há bálsamo em Gileade? Não há médico? Por que, então, não há sinal de cura para a ferida do meu povo?

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Jeremias 8, comparar traduções ou montar um estudo — tudo direto pelo WhatsApp.