Josué 23
Oriya Bible (GL_ORIYA) vs NTLH
1 ସଦାପ୍ରଭୁ ଇଶ୍ରାୟେଲବାସୀଙ୍କକ୍ସ୍ଟ ତାଙ୍କ ଚତକ୍ସ୍ଟଃପାଶର୍ବ ରେ ଥିବା ସମସ୍ତ ଶତୃଙ୍କଠାରକ୍ସ୍ଟ ଶାନ୍ତି ପ୍ରଦାନ କଲେ। ଇଶ୍ରାୟେଲଙ୍କକ୍ସ୍ଟ ନିରାପତ୍ତା ଦେଲେ। ଏହିପରି ବହକ୍ସ୍ଟତ ଦିନପରେ ଯିହାଶୂେୟ ବୃଦ୍ଧ ହାଇଗେଲେ।
1 O Senhor Deus deixou que o povo de Israel vivesse em paz com os inimigos ao seu redor. Passou muito tempo, e Josué ficou bem velho.
2 ଏହି ସମୟରେ ସମସ୍ତ ଇଶ୍ରାୟେଲର ପ୍ରାଚୀନବର୍ଗ, ସମାନଙ୍କେର ପ୍ରଧାନ, ସମାନଙ୍କେର ବିଗ୍ଭର କର୍ତ୍ତା ଓ ଅଧ୍ଯକ୍ଷମାନଙ୍କୁ ଡକାଇ ସମାନଙ୍କେୁ କହିଲେ, ମୁ ବୃଦ୍ଧ ହାଇଗଲିେ।
2 Ele chamou todo o povo de Israel, os conselheiros, os líderes, os juízes e os oficiais e disse: — Eu já estou velho.
3 ତୁମ୍ଭମାନେେ ଦେଖିଅଛ ସଦାପ୍ରଭୁ ଆମ୍ଭମାନଙ୍କ ଶତୃମାନଙ୍କ ପାଇଁ ଯାହା ଯାହା କରିଛନ୍ତି। ସେ ଏପରି କରି ଆମ୍ଭକକ୍ସ୍ଟ ସାହାୟ୍ଯ କରିଥିଲେ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ୟକ୍ସ୍ଟଦ୍ଧ କରିଥିଲେ।
3 Vocês viram tudo o que o Senhor , nosso Deus, fez com todas essas nações por causa de vocês. O Senhor tem lutado a favor de vocês.
4 ମାରେମନେଅଛି, ମୁ ତୁମ୍ଭମାନଙ୍କୁ ୟର୍ଦ୍ଦନ ନଦୀର ମଧ୍ଯବର୍ତ୍ତୀ ଓ ପଶ୍ଚିମ ଦିଗ ରେ ମହା ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ଭୂମି ତୁମ୍ଭମାନଙ୍କର ଅଧିକାର ପାଇଁ ଦଇେଅଛି। ଅଧିକୃତ ହାଇେ ନଥିବା ଦେଶ ତକ୍ସ୍ଟମ୍ଭ ଦ୍ବାରା ଅଧିକୃତ ହବେ। କିନ୍ତୁ ତୁମ୍ଭମାନେେ ସଗେକ୍ସ୍ଟଡିକ ଏ ପର୍ୟ୍ଯନ୍ତ ନିଜ ଅଧିନକକ୍ସ୍ଟ ଆଣି ପାରିନାହିଁ।
4 Escutem! Eu distribuí entre as tribos , para serem propriedade delas, as terras das nações que ainda não foram conquistadas. Assim também distribuí as terras das nações que já foram vencidas, desde o rio Jordão, a leste, até o mar Mediterrâneo, a oeste.
5 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ସଠାେରେ ବାସ କରିଥିବା ଲୋକମାନଙ୍କୁ ଘଉଡାଇ ଦବେେ! ଯାହାଫଳ ରେ ତୁମ୍ଭମାନେେ ସମାନଙ୍କେର ଦେଶକକ୍ସ୍ଟ ନଇେପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଏପରି କରିବାକୁ ପ୍ରତିଜ୍ଞା କରିଛନ୍ତି।
5 O Senhor , nosso Deus, fará com que essas nações fujam de vocês e as expulsará para longe. Vocês tomarão posse das terras dessas nações, como o Senhor , nosso Deus, prometeu.
6 ତୁମ୍ଭମାନେେ ନିଶ୍ଚିତ ଯତ୍ନଶୀଳ ହବେ ସଦାପ୍ରଭୁଙ୍କର ସହେି ବାକ୍ଯକକ୍ସ୍ଟ ମାନିବା ପାଇଁ ଯାହାକି ସଦାପ୍ରଭୁ ଆମ୍ଭମାନଙ୍କୁ ନିର୍ଦ୍ଦେଶ ଦଇେଛନ୍ତି। ତୁମ୍ଭମାନେେ ମାଶାଙ୍କେ ଦ୍ବାରା ଲିଖିତ ନିଯମ ପୁସ୍ତକର ସମସ୍ତ କଥାକକ୍ସ୍ଟ ଠିକ୍ ଠିକ୍ ଭାବେ ପାଳନକରିବ। କବେେ ବି ସେ ନିଯମରକ୍ସ୍ଟ ବିଚକ୍ସ୍ଟ୍ଯତ ହବେ ନାହିଁ।
6 Por isso se esforcem para obedecer fielmente a tudo o que está escrito no Livro da Lei de Moisés. Não desprezem nenhuma parte desta Lei
7 ଏପରି ମଧ୍ଯ ବହକ୍ସ୍ଟତ ଲୋକ ଆମ୍ଭ ସହିତ ବାସ କରୁଛନ୍ତି। ସମାନେେ ଇଶ୍ରାୟେଲୀୟ ନକ୍ସ୍ଟହଁନ୍ତି। ସମାନେେ, ସମାନଙ୍କେର ନିଜର ପ୍ରଭକ୍ସ୍ଟଙ୍କକ୍ସ୍ଟ ମାନକ୍ସ୍ଟଛନ୍ତି। ସମାନଙ୍କେ ସହିତ ବନ୍ଧକ୍ସ୍ଟତା ରଖ ନାହିଁ। ସମାନଙ୍କେ ପ୍ରଭକ୍ସ୍ଟଙ୍କର ପୂଜା କର ନାହିଁ। କି ସମାନଙ୍କେର ସବୋ କର ନାହିଁ।
7 para que assim não se misturem com esses povos que ainda vivem entre vocês. Também não falem os nomes dos seus deuses, nem jurem por eles; não os adorem, nem se curvem diante deles.
8 ତୁମ୍ଭମାନେେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ଅନକ୍ସ୍ଟସରଣ କରିବ। ତୁମ୍ଭମାନେେ ଆଜି ପର୍ୟ୍ଯନ୍ତ ଯେପରି କରି ଆସକ୍ସ୍ଟଅଛ।
8 Fiquem ligados a Deus, o Senhor , como vocês têm ficado até agora.
9 ସଦାପ୍ରଭୁ ତୁମ୍ଭମାନଙ୍କୁ ବହକ୍ସ୍ଟତ ଶକ୍ତିଶାଳୀ ଦେଶମାନଙ୍କୁ ପରାସ୍ତ କରିବା ପାଇଁ ସାହାୟ୍ଯ କଲେ। ସଦାପ୍ରଭୁ ସମାନଙ୍କେୁ ବିତାଡିତ କରି ଦେଲେ। କୌଣସି ଦେଶ ବର୍ତ୍ତମାନ ସକ୍ସ୍ଟଦ୍ଧା ତୁମ୍ଭମାନଙ୍କୁ ପରାସ୍ତ କରିବାକୁ ସମର୍ଥ ହବେ ନାହିଁ।
9 O Senhor expulsou povos grandes e fortes para longe, e até agora ninguém conseguiu resistir a vocês.
10 ସଦାପ୍ରଭୁଙ୍କର ସହାୟତା ରେ ଇଶ୍ରାୟେଲର ଯେ କୌଣସି ଜଣେ ସୈନିକ ଏକ ହଜାର ସୈନିକମାନଙ୍କୁ ପରାସ୍ତ କରିପାରିବେ। କାହିଁକି ଜାଣ? ଯେ ହତେକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ତୁମ୍ଭମାନଙ୍କ ପକ୍ଷ ରେ ୟକ୍ସ୍ଟଦ୍ଧ କରିବେ, ଯେ ହତେକ୍ସ୍ଟ ସେ ପ୍ରତିଜ୍ଞା କରିଥିଲେ।
10 Um só israelita pode fazer fugirem mil inimigos porque o Senhor , nosso Deus, está lutando por vocês, como prometeu.
11 ତୁମ୍ଭମାନେେ ନିଶ୍ଚିତ ଭାବରେ ସଦାପ୍ରଭୁ ତୁମ୍ଭର ପରମେଶଓରଙ୍କୁ ସର୍ବଦା ପ୍ ରମେ କରୁଥିବ।
11 Por isso amem somente o Senhor , nosso Deus.
12 କଦାପି ସଦାପ୍ରଭୁଙ୍କ ଉପଦେଶରକ୍ସ୍ଟ ବିଚକ୍ସ୍ଟ୍ଯତ ହକ୍ସ୍ଟଅ ନାହିଁ। କଦାପି ଅନ୍ୟମାନଙ୍କ ସହିତ ବନ୍ଧକ୍ସ୍ଟ ହକ୍ସ୍ଟଅ ନାହିଁ। ଯେଉଁମାନେ କି ଇଶ୍ରାୟେଲଙ୍କର ଅଂଶ ନକ୍ସ୍ଟହଁନ୍ତି। କୌଣସି ଅନ୍ୟ ବଂଶମାନଙ୍କ ସହିତ ବିବାହ କରନାହିଁ। ଇଶ୍ରାୟେଲ ନକ୍ସ୍ଟହଁନ୍ତି କିନ୍ତୁ ଯଦି ତୁମ୍ଭେ ସମାନଙ୍କେର ବନ୍ଧକ୍ସ୍ଟ ହକ୍ସ୍ଟଅ।
12 Mas, se vocês não forem fiéis a ele, e fizerem amizade com os povos que ainda estão aí, e casarem com essa gente,
13 ସହେି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭର ଶତୃମାନଙ୍କୁ ପରାସ୍ତ କରିବା ରେ ଓ ଘଉଡାଇ ଦବୋ ରେ ତୁମ୍ଭର ପକ୍ଷ ହବେେ ନାହିଁ। ଏହି ଲୋକମାନେ ତକ୍ସ୍ଟମ୍ଭ ପାଇଁ ଏକ ଫାଶ ପରି ହବେେ। ସମାନେେ ତକ୍ସ୍ଟମ୍ଭ ପିଠି ପାଇଁ ଗ୍ଭବକ୍ସ୍ଟକ୍ ପରି ଓ ତକ୍ସ୍ଟମ୍ଭ ଆଖି ପାଇଁ କଣ୍ଟା ପରି ହବେେ। ଯେପର୍ୟ୍ଯନ୍ତ ତୁମ୍ଭେ ସହେି ଉତ୍ତମ ଦେଶ ଛାଡିବା ପାଇଁ ବାଧ୍ଯ ନ ହାଇେଛ, ଯାହା ସଦାପ୍ରଭୁ ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଇେଥିଲେ।
13 podem ficar certos de que ele não expulsará mais esses povos do meio de vocês. Pelo contrário, eles se tornarão perigosos para vocês, como se fossem precipícios, armadilhas, chicotes nas costas ou espinhos nos olhos. E isso continuará até que vocês desapareçam desta boa terra que o Senhor , nosso Deus, lhes deu.
14 ମାରେ ମୃତକ୍ସ୍ଟ୍ଯ ସମୟ ନିକଟ ହେଲାଣି। ତୁମ୍ଭମାନେେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦଇେଛନ୍ତି। ଏବଂ ତକ୍ସ୍ଟମ୍ଭ ପାଇଁ କ'ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦଇେଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତକ୍ସ୍ଟମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକକ୍ସ୍ଟ ସବୁ ଦଇେଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।
14 — Agora o dia da minha morte está perto. Todos vocês sabem, no seu coração e no seu íntimo, que o Senhor , nosso Deus, lhes deu todas as coisas boas que havia prometido. Ele cumpriu tudo; não falhou em nada. Sim, o Senhor , nosso Deus, fez com que acontecessem todas as coisas boas que lhes tinha prometido. Mas, se vocês adorarem outros deuses e se curvarem diante deles, então ele ficará irado e castigará vocês. Porque, se vocês fizerem isso, quebrarão a aliança que o Senhor Deus mandou que cumprissem. E logo não ficará nenhum de vocês nesta boa terra que ele lhes deu.
15 ସଦାପ୍ରଭୁ ପରମେଶ୍ବର ଯେଉଁ ସବୁ ପ୍ରତିଜ୍ଞା ଆମ୍ଭ ସହିତ କରିଥିଲେ, ତାହା ସବୁ ଏବେ ସଫଳ ହେଉଛି। କିନ୍ତୁ ଠିକ୍ ଏକାପରି ସଦାପ୍ରଭୁ ଅନ୍ୟ ଯେଉଁ ପ୍ରତିଜ୍ଞା କରିଥିଲେ, ତାହା ସତ୍ଯ ହବୋକକ୍ସ୍ଟ ଯାଉଛି। ସେ ପ୍ରତିଜ୍ଞା କରିଛନ୍ତି ଯଦି ତୁମ୍ଭେ ଭକ୍ସ୍ଟଲକର, ତବେେ ତକ୍ସ୍ଟମ୍ଭପ୍ରତି ସବୁ ମନ୍ଦଫଳ ଘଟିବ। ସେ ଦଇେଥିବା ଉତ୍ତମ ଦେଶରକ୍ସ୍ଟ ତୁମ୍ଭକୁ ଦୂରକକ୍ସ୍ଟ ନଇେଯିବେ।
15 — ausente —
16 ଏହିପରି ଭାବରେ ଘଟିବ ଯଦି ତୁମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ବରଙ୍କର ସଙ୍ଗ ରେ କରିଥିବା ଚକ୍ସ୍ଟକ୍ତିର ଖିଲାପ କର। ତୁମ୍ଭେ ପାଇଥିବା ସମସ୍ତ ଭୂମି ହରାଇବ ଯଦି ତୁମ୍ଭେ ଅନ୍ୟ ଲୋକମାନଙ୍କର ପ୍ରଭକ୍ସ୍ଟଙ୍କକ୍ସ୍ଟ ଉପାସନା କର ବା ଅନ୍ୟ ଦବେତାମାନଙ୍କୁ ସବୋ କର, ତବେେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କୋପଦୃଷ୍ଟି ପକାଇବେ। ଏହାପରେ ତୁମ୍ଭକୁ ସଦାପ୍ରଭୁ ଦଇେଥିବା ଭଲ ଭୂମିକକ୍ସ୍ଟ ହରାଇବାକକ୍ସ୍ଟ ପଡିବ।
16 — ausente —
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Josué 23, comparar traduções ou montar um estudo — tudo direto pelo WhatsApp.