Josué 8

Oriya Bible (GL_ORIYA) vs VC

Sair da comparação
VC Versão Católica
1 ଏହାପରେ ସଦାପ୍ରଭୁ ଯିହାଶୂେୟକକ୍ସ୍ଟ କହିଲେ, ଭୟ କର ନାହିଁ। ନିରାଶ ହକ୍ସ୍ଟଅ ନାହିଁ। ତୁମ୍ଭର ସମସ୍ତ ସୈନ୍ଯଙ୍କ ସହିତ ଅଯକକ୍ସ୍ଟ ୟାତ୍ରା କର। ମୁ ତୁମ୍ଭକୁ ସହାୟ ହବେି, ଅଯର ରାଜାଙ୍କକ୍ସ୍ଟ ପରାସ୍ତ କରିବା ପାଇଁ। ମୁ ତୁମ୍ଭକୁ ସହେି ନଗର, ଏହାର ରାଜା ଓ ଏହାର ଲୋକମାନଙ୍କୁ ତୁମ୍ଭକୁ ହସ୍ତାନ୍ତର କରିବି।
1 O Senhor disse em seguida a Josué: Não temas, nem tenhas cuidados. Toma contigo todos os guerreiros e sobe contra Hai. Eis que te entrego o rei de Hai, seu povo, sua cidade e sua terra.
2 ତୁମ୍ଭେ ଅଯପ୍ରତି ସହେିପରି କର ଯେପରି ତୁମ୍ଭେ ଯିରୀହାେ ଓ ତା'ର ରାଜା ପ୍ରତି କରିଥିଲ। ମାତ୍ର ଏଥର ତୁମ୍ଭେ ଆପଣା ପାଇଁ ସମାନଙ୍କେର ଧନ, ଦୌଲତ୍ ଓ ପଶକ୍ସ୍ଟମାନଙ୍କୁ, ତୁମ୍ଭମାନଙ୍କ ଭିତ ରେ ବାଣ୍ଟି ନବେ। ବର୍ତ୍ତମାନ କିଛି ସୈନ୍ଯଗଣଙ୍କକ୍ସ୍ଟ ନଗର ପଛପଟେ ଲକ୍ସ୍ଟଗ୍ଭଇ ରଖ।
2 Tratarás Hai e seu rei como fizeste com Jericó e seu rei; mas os despojos e os rebanhos reparti-los-eis entre vós. Põe uma emboscada por detrás da cidade.
3 ତେଣୁ ଯିହାଶୂେୟ ତାଙ୍କର ସମସ୍ତ ସୈନ୍ଯ ଦଳ ଅଯକକ୍ସ୍ଟ ଆକ୍ରମଣ କରିବାକୁ ଆଗଇେ ନେଲେ। ଏହାପରେ ଯିହାଶୂେୟ ତାଙ୍କର 30,000 ନିପୂଣ ୈସନ୍ଯମାନଙ୍କୁ ବିଛିଲେ। ସମାନଙ୍କେୁ ସହେି ରାତ୍ରି ରେ ପଠାଇ ଦେଲେ।
3 Josué pôs-se a caminho com todos os guerreiros contra Hai. Escolheu trinta mil homens valentes e fê-los partir durante a noite.
4 ଯିହାଶୂେୟ ସମାନଙ୍କେୁ ନିର୍ଦ୍ଦେଶ ଦଇେ କହିଲେ, ତୁମ୍ଭମାନେେ ମାରେ କଥାକକ୍ସ୍ଟ ଭଲ ଭାବରେ ଶକ୍ସ୍ଟଣ। ତୁମ୍ଭମାନେେ ନଗର ବାହା ରେ ଲକ୍ସ୍ଟଚି ରହିବ। ଆକ୍ରମଣ କରିବା ସମୟ ପର୍ୟ୍ଯନ୍ତ ଅପେକ୍ଷା କରିବ। ସହରଠାରକ୍ସ୍ଟ ଦୂରକକ୍ସ୍ଟ ୟିବ ନାହିଁ। ସର୍ବଦା ପ୍ରସ୍ତକ୍ସ୍ଟତ ଥିବ ଏ ନଜର ରଖିଥିବ।
4 Deu-lhes esta ordem: Atenção! Ponde-vos em emboscada atrás da cidade, mas a pouca distância, e estai preparados.
5 ମାେ ସହିତ ସମସ୍ତ ସୈନଯଗଣ ନଗର ନିକଟକକ୍ସ୍ଟ ୟିବକ୍ସ୍ଟ। ସମାନେେ ଯେ ତବେଳେ ଆମ୍ଭମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ଆମ୍ଭମାନେେ ବକ୍ସ୍ଟଲିପଡିବକ୍ସ୍ଟ ଓ ସମାନଙ୍କେ ନିକଟରକ୍ସ୍ଟ ଦୌଡି ପଳାଇବକ୍ସ୍ଟ ଆମ୍ଭମାନେେ ପୂର୍ବରକ୍ସ୍ଟ ଯେପରି କରିଥିଲକ୍ସ୍ଟ।
5 Eu e todo o povo que está comigo nos aproximaremos de Hai, e quando saírem ao nosso encontro como da primeira vez, nós fugiremos.
6 ସମାନେେ ଆମ୍ଭ ପଛ ରେ ଗୋଡ଼ାଇବେ ନଗର ବାହାରକକ୍ସ୍ଟ। ସମାନେେ ଭାବିବେ ଆମ୍ଭେ ସମାନଙ୍କେୁ ଭୟ ରେ ପୂର୍ବଥର ପରି ଡରି ପଳାଇ ଯାଉଛକ୍ସ୍ଟ। ତେଣୁ ଆମ୍ଭମାନେେ ଦୌଡି ପଳାଇବକ୍ସ୍ଟ।
6 Atraí-los-emos, em nossa perseguição, longe da cidade, pois dirão: ei-los que fogem diante de nós como da primeira vez.
7 ତୁମ୍ଭମାନେେ ତୁମ୍ଭମାନଙ୍କର ଲକ୍ସ୍ଟଚି ରହିଥିବା ସ୍ଥାନରକ୍ସ୍ଟ ବାହାରି ନଗରକକ୍ସ୍ଟ ନିଜ ନିଯନ୍ତ୍ରଣ ମଧ୍ଯକକ୍ସ୍ଟ ନବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ନଗରକକ୍ସ୍ଟ ତୁମ୍ଭମାନଙ୍କୁ ଅକ୍ତିଆର କରିବାକୁ ଦବେେ।
7 Durante essa retirada, saireis de vossa emboscada e tomareis a cidade, que vos entregará o Senhor, vosso Deus.
8 ତୁମ୍ଭମାନେେ ନିଶ୍ଚିତ କରିବ ଯାହା ସଦାପ୍ରଭୁ ଆଦେଶ କରନ୍ତି। ମୁ ନଗରକକ୍ସ୍ଟ ଆକ୍ରମଣ କରିବା ପାଇଁ ତୁମ୍ଭମାନଙ୍କୁ ଆଜ୍ଞା କରିବି। ତକ୍ସ୍ଟମ୍ଭ ନିଯନ୍ତ୍ରଣକକ୍ସ୍ଟ ଆଣିବା ପରେ ସହେି ନଗର ରେ ଅଗ୍ନି ସଂୟୋଗ କର।
8 Depois que a tiverdes tomado, pôr-lhe-eis fogo segundo a palavra do Senhor. Estas são as minhas ordens.
9 ଏହାପରେ ୟିହୋଶୂଯ ୈସନ୍ଯମାନଙ୍କୁ ସମାନଙ୍କେର ଲକ୍ସ୍ଟଚି ରହିବା ସ୍ଥାନକକ୍ସ୍ଟ ପଠାଇ ଦେଲେ। ସମାନେେ ବୈଥଲେ ଏବଂ ଅଯର ମଧ୍ଯ ସ୍ଥାନ ରେ ଲକ୍ସ୍ଟଚି ରହିଲେ। ଏହି ସ୍ଥାନଟି ଥିଲା ଅଯର ପଶ୍ଚିମ ପଟ ରେ। ଏବଂ ୟିହୋଶୂଯମାନଙ୍କ ସୈନ୍ଯମାନଙ୍କ ସହିତ ସଠାେରେ ରାତ୍ରୟାପନ କଲେ।
9 Josué fê-los partir e eles se postaram em emboscada entre Betel e Hai, ao ocidente. Josué ficou aquela noite no meio do povo.
10 ତା'ପରଦିନ ପତକ୍ସ୍ଟ୍ଯଷରକ୍ସ୍ଟ ଯିହାଶୂେୟ ୈସନ୍ଯମାନଙ୍କୁ ଏକତ୍ରିତ କଲେ। ଏହାପରେ ଯିହାଶୂେୟ ଏବଂ ଇଶ୍ରାୟେଲର ନେତାଗଣ ୈସନ୍ଯମାନଙ୍କୁ ଅଯ ଆଡକକ୍ସ୍ଟ ଆଗଇେ ନେଲେ।
10 Josué levantou-se bem cedo e passou em revista a sua gente. À frente de sua tropa, subiu contra Hai com os anciãos de Israel.
11 ସମସ୍ତ ସୈନ୍ଯ ଯେଉଁମାନେ କି ଯିହାଶୂେୟଙ୍କ ସହିତ ଥିଲେ, ସମାନେେ ଅଯ ଆଡକକ୍ସ୍ଟ ଅଗ୍ରସର ହେଲେ। ସମାନେେ ନଗରର ସମ୍ମକ୍ସ୍ଟଖ ରେ ରହିଲେ। ସୈନ୍ଯମାନେ ସମାନଙ୍କେର ଛାଉଣୀ ଉତ୍ତର ପଟେ ପ୍ରସ୍ତକ୍ସ୍ଟତ କଲେ। ସୈନ୍ଯ ଛାଉଣୀ ଓ ଅଯର ମଧିଅରେ ଏକ ଉପତ୍ୟକା ମଧ୍ଯ ଥିଲା।
11 Todos os guerreiros de que dispunha tinham também subido às proximidades. Chegados defronte da cidade, acamparam ao norte, tendo o vale entre eles e Hai.
12 ଏହାପରେ ଯିହାଶୂେୟ 5,000 ୈସନ୍ଯମାନଙ୍କୁ ବାଛିଲେ ଏବଂ ସମାନଙ୍କେୁ ନଗରର ପଶ୍ଚିମ ପଟେ ଲକ୍ସ୍ଟଚି ରହିବାକକ୍ସ୍ଟ ପଠାଇ ଦେଲେ। ସହେି ସ୍ଥାନଟି ବୈଥେଲ୍ ଓ ଅଯର ମଝି ରେ ଥିଲା।
12 Josué tomou cerca de cinco mil homens e os pôs de emboscada entre Betel e Hai, ao ocidente.
13 ଏହିପରି ଭାବରେ ଯିହାଶୂେୟ ୟକ୍ସ୍ଟଦ୍ଧ ପାଇଁ ପ୍ରସ୍ତକ୍ସ୍ଟତ ହେଲେ। ସମାନଙ୍କେର ମୂଖ୍ଯ ଛାଉଣୀ ନଗରର ଉତ୍ତର ପଟେ ରହିଲା। ଅନ୍ୟ ଦଳଟି ନଗରର ପଶ୍ଚିମ ପଟେ ରହିଲେ। ସହେି ରାତ୍ରି ରେ ଯିହାଶୂେୟ ଉପତ୍ୟକା ମଧ୍ଯକକ୍ସ୍ଟ ଗଲେ।
13 Tendo o povo instalado todo o seu acampamento ao norte da cidade, e a emboscada ao ocidente, Josué avançou durante a noite pelo meio do vale.
14 ଯେତବେେଳେ ଅଯର ରାଜା ଇଶ୍ରାୟେଲର ୈସନ୍ଯମାନଙ୍କୁ ଦେଖିଲେ, ଅଯର ରାଜା ଏବଂ ତାଙ୍କର ସୈନ୍ଯମାନେ ଇଶ୍ରାୟେଲର ସୈନ୍ଯମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ତରବର ହାଇେ ବାହାରି ଆସିଲେ। ଅଯର ରାଜା ପୂର୍ବ ପଟ ରେ ଥିବା ୟର୍ଦ୍ଦନ ଉପତ୍ୟକା ଆଡକକ୍ସ୍ଟ ଅଗ୍ରସର ହେଲେ। ସେ ଲକ୍ଷ୍ଯ କରି ନଥିଲେ ଯେ ସୈନ୍ଯମାନେ ନଗରର ପଛ ପଟେ ଲକ୍ସ୍ଟଚି ଅଛନ୍ତି ବୋଲି।
14 Logo que o rei de Hai viu aquilo, saiu apressadamente da cidade com a sua gente, ao amanhecer, e veio ao encontro de Israel. O rei, seguido de todo o seu povo, saiu para um lugar combinado do lado da planície, ignorando que uma emboscada estava armada contra ele atrás da cidade.
15 ଯିହାଶୂେୟ ଓ ତାଙ୍କ ସହିତ ଥିବା ସମସ୍ତ ସୈନିକ ସମାନଙ୍କେଠାରକ୍ସ୍ଟ ପରାସ୍ତ ହେଲାପରି ସମାନଙ୍କେ ଆଗ ରେ ମରକ୍ସ୍ଟଭୂମି ଆଡକକ୍ସ୍ଟ ଦୌଡିଲେ।
15 Josué e todo o Israel, fingindo bater em retirada, fugiram para os lados do deserto.
16 ତେଣୁ ନଗରର ସମସ୍ତ ସୈନ୍ଯ ସମାନଙ୍କେ ପଛ ରେ ପାଟିକରି ସମାନଙ୍କେୁ ଗୋଡ଼ାଇ ଗୋଡ଼ାଇ ତାଙ୍କ ପଛ ରେ ଦୌଡିଲେ। ଏହିପରି ଭାବରେ ସମସ୍ତ ଲୋକ ନଗର ପରିତ୍ଯାଗ କରିଥିଲେ।
16 Então, com grandes clamores, toda a população da cidade precipitando-se ao encalço de Josué, juntou-se para persegui-los, e, afastou-se da cidade.
17 ଅଯର ସମସ୍ତ ଲୋକ ଓ ବୈଥଲରେ ସମସ୍ତ ଲୋକ ଇଶ୍ରାୟେଲୀୟ ସୈନ୍ଯମାନଙ୍କ ପଛ ରେ ଗୋଡଇ ଥିଲେ। ନଗର ରେ କୌଣସି ଲୋକ ନଥିଲେ ଯକେି ନଗରକକ୍ସ୍ଟ ରକ୍ଷା କରି ପାରିବେ।
17 Não ficou um homem sequer em Hai que não saísse em perseguição de Israel. Até deixaram escancarada a cidade.
18 ଏହାପରେ ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ କହିଲେ, ତୁମ୍ଭେ ନିଜର ବର୍ଚ୍ଛା ଅଯ ନଗର ଆଡକକ୍ସ୍ଟ ନିକ୍ଷପେ କର। ଯେ ହତେକ୍ସ୍ଟ ମୁ ତୁମ୍ଭକୁ ସହେି ନଗର ହସ୍ତାନ୍ତର କରିବି। ତେଣୁ ଯିହାଶୂେୟ ନିଜର ବର୍ଚ୍ଛା ନଗର ଆଡକକ୍ସ୍ଟ ନିକ୍ଷପେ କଲେ।
18 O Senhor disse então a Josué: Levanta a lança que tens na mão contra Hai, porque eu ta entrego. E Josué levantou a sua lança contra a cidade.
19 ଇଶ୍ରାୟେଲର ସୈନ୍ଯମାନେ ସମାନଙ୍କେର ଲକ୍ସ୍ଟଚିବା ସ୍ଥାନରକ୍ସ୍ଟ ସେ ବର୍ଚ୍ଛା ନିକ୍ଷପେ କରୁଥିବାର ଦେଖିଲେ। ସମାନେେ ନଗର ଆଡକକ୍ସ୍ଟ ତରବର ହାଇେ ଦୌଡିଲେ। ସମାନେେ ଏହିପରି ନଗର ମଧ୍ଯକକ୍ସ୍ଟ ପ୍ରବେଶ କଲେ ଓ ନଗରକକ୍ସ୍ଟ ନିଜର ଆଯତାଧିନ କଲେ। ଏହାପରେ ସୈନ୍ଯମାନେ ଗ୍ଭରିଆଡେ ଅଗ୍ନି ସଂୟୋଗ କଲେ।
19 Apenas tinha ele erguido a mão, levantaram-se subitamente os que estavam de emboscada e precipitaram-se sobre a cidade, ocupando-a e metendo-lhe fogo.
20 ଅଯର ଲୋକମାନେ ପଛକକ୍ସ୍ଟ ବକ୍ସ୍ଟଲି ଦେଖିଲେ ସମାନଙ୍କେର ନଗର ନିଆଁ ରେ ଜଳକ୍ସ୍ଟଅଛି। ସମାନେେ ଦେଖିଲେ ଧୂଁଆ ଧାର ଆକାଶକକ୍ସ୍ଟ ଛକ୍ସ୍ଟଉଁଛି, ତେଣୁ ସମାନେେ ସମାନଙ୍କେର ଶକ୍ତି ଓ ସାହସ ହରାଇଲେ। ସମାନେେ ଆଉ ଇଶ୍ରାୟେଲ ସୈନ୍ଯମାନଙ୍କ ପଛ ରେ ଗୋଡ଼ାଇଲେ ନାହିଁ। ମରକ୍ସ୍ଟଭୂମି ଆଡକକ୍ସ୍ଟ ଦୌଡ଼ନ୍ତିକ୍ସ୍ଟଥିବା ଇଶ୍ରାୟେଲର ସୈନ୍ଯମାନେ ମଧ୍ଯ ଆଉ ଆଗଇେଲେ ନାହିଁ। ସମାନେେ ବକ୍ସ୍ଟଲି ପଡିଲେ ଓ ଅଯର ୈସନ୍ଯମାନଙ୍କୁ ଗୋଡ଼ାଇଲେ। ଅଯର ସୈନ୍ଯମାନଙ୍କ ପାଇଁ ଦୌଡି ପଳାଇବାକକ୍ସ୍ଟ ଆଉ ନିରାପଦ ସ୍ଥାନ ନଥିଲା।
20 Os habitantes de Hai, voltando-se, viram que se elevava da cidade uma grande fumaça para o céu, e não puderam fugir para lado algum, porque o povo que dava mostras de fugir para o deserto voltou-se contra eles.
21 ଯିହାଶୂେୟ ଓ ଇଶ୍ରାୟେଲର ଲୋକମାନେ ଅନକ୍ସ୍ଟଭବ କଲେ ଯେ, ଲକ୍ସ୍ଟଚିଥିବା ସୈନ୍ଯମାନେ ନଗରଟିକକ୍ସ୍ଟ ସମାନଙ୍କେର ନିଯନ୍ତ୍ରଣ ମଧ୍ଯକକ୍ସ୍ଟ ନଇେ ଗଲଣେି। ସମାନେେ ଧୂଁଆର ସ୍ତମ୍ଭ ଆକାଶ ରେ ଦେଖିବାକକ୍ସ୍ଟ ପାଇଲେ। ଏଣୁ ସମାନେେ ଅଯର ସୈନ୍ଯ ଆଡକକ୍ସ୍ଟ ଦୌଡିଗଲେ ଓ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ।
21 Josué e todo o Israel, vendo que os da emboscada tinham tomado a cidade e que dela subia fumaça, voltaram e feriram os habitantes de Hai.
22 ଏହାପରେ ଯେଉଁ ଲୋକମାନେ ଲକ୍ସ୍ଟଚିଥିଲେ, ସମାନେେ ବାହାରି ଆସିଲେ ଏବଂ ୟକ୍ସ୍ଟଦ୍ଧ କଲେ। ଏହିପରି ଅଯର ଲୋକମାନଙ୍କର ଉଭୟ ପାଶର୍‌ବ ରେ ଇଶ୍ରାୟେଲର ସୈନ୍ଯମାନେ ଜଗି ଗଲେ ଓ ସମାନଙ୍କେୁ ପରାସ୍ତ କଲେ। ଇଶ୍ରାୟେଲର ସୈନ୍ଯମାନେ ଅଯର ଗୋଟିଏ ସୈନ୍ଯକକ୍ସ୍ଟ ମଧ୍ଯ ଛାଡିଲେ ନାହିଁ।
22 E, tendo os outros saído da cidade ao seu encontro, viram-se os inimigos cercados de um lado e de outro pelos israelitas, e foram feridos, de modo que não ficou sobrevivente algum, e não houve sequer um fugitivo.
23 କିନ୍ତୁ ଅଯର ରାଜାଙ୍କକ୍ସ୍ଟ ଜୀବିତ ଅବସ୍ଥା ରେ ଯିହାଶୂେୟଙ୍କ ନିକଟକକ୍ସ୍ଟ ଆଣିଲେ।
23 O rei de Hai foi capturado vivo e conduzido a Josué.
24 ୟକ୍ସ୍ଟଦ୍ଧ ସମୟରେ ଇଶ୍ରାୟେଲର ସୈନିକମାନେ ଅଯ ସୈନ୍ଯମାନଙ୍କ ପଛ ରେ ଗୋଡ଼ାଇ କ୍ଷତେ ଓ ମରକ୍ସ୍ଟଭୂମି ଅଞ୍ଚଳକକ୍ସ୍ଟ ଆଣିଲେ। ସମାନେେ ସହେିଠା ରେ ସମାନଙ୍କେୁ ହତ୍ଯା କଲେ। ଏହାପରେ ଇଶ୍ରାୟେଲ ସୈନ୍ଯମାନେ ଅଯକକ୍ସ୍ଟ ଫରେି ଆସିଲେ ଏବଂ ଏଯ ସହର ରେ ଜୀବିତ ଲୋକମାନଙ୍କୁ ଓ ୈସନ୍ଯମାନଙ୍କୁ ହତ୍ଯା କଲେ।
24 Terminado o massacre dos habitantes de Hai, tanto no campo como no deserto, aonde tinham vindo em perseguição dos israelitas, depois que todos foram passados ao fio da espada, os vencedores voltaram à cidade e mataram toda a população.
25 ସହେିଦିନ ଅଯର ସମସ୍ତ ଲୋକମାନେ ମଲେ। ସମାନେେ ପ୍ରାଯ ସ୍ତ୍ରୀ ଓ ପୁରୁଷ ମିଶି 12,000 ଲୋକ ହବେେ।
25 O total dos que morreram naquele dia, entre homens e mulheres, foi de doze mil, todos da cidade de Hai.
26 ଅଯ ନିବାସୀ ସମସ୍ତଙ୍କକ୍ସ୍ଟ ବର୍ଜିତ ରୂପେ ବିନାଶ କରିବା ୟାଏ ଯିହାଶୂେୟ ନିଜ ହାତ ରେ ଧରିଥିବା ବର୍ଚ୍ଛାକକ୍ସ୍ଟ ବିସ୍ତାର କରିଥିଲେ। ଏହାକକ୍ସ୍ଟ ଯିହାଶୂେୟ ସଙ୍କକ୍ସ୍ଟଚିତ କଲେ ନାହିଁ।
26 Josué não retirou a mão que ele tinha levantado com a sua lança, até que foram mortos todos os habitantes de Hai.
27 ଇଶ୍ରାୟେଲର ଲୋକମାନେ ଅଯ ସହର ରେ ସମସ୍ତ ପଶକ୍ସ୍ଟ ଓ ଦ୍ରବ୍ଯଗକ୍ସ୍ଟଡିକ ନିଜ ନିଜ ପାଇଁ ନେଲେ। ସମାନେେ ଏପରି କଲେ, କାରଣ ସଦାପ୍ରଭୁ ଏପରି କରିବାକୁ ଯିହାଶୂେୟଙ୍କକ୍ସ୍ଟ ଆଜ୍ଞା କରିଥିଲେ।
27 Os israelitas só tomaram os rebanhos e o espólio da cidade, conforme o Senhor tinha ordenado a Josué.
28 ଏହାପରେ ଯିହାଶୂେୟ ଅଯ ସହରକକ୍ସ୍ଟ ପୋଡି଼ ପାଉଁଶ କଲେ। ସେ ଏକ ଧ୍ବଂସ ସ୍ତକ୍ସ୍ଟପରେ ପରିଣତ କଲେ ଏବଂ ଏହା ଆଜିୟାଏଁ ଅନକ୍ସ୍ଟର୍ବର ସ୍ଥାନ ହାଇେ ରହିଛି।
28 Josué pôs fogo à cidade de Hai e fez dela para sempre um montão de cinzas, que subsiste ainda hoje.
29 ଯିହାଶୂେୟ ଅଯର ରାଜାଙ୍କକ୍ସ୍ଟ ସଂନ୍ଧ୍ଯା ପର୍ୟ୍ଯନ୍ତ ଗଛ ରେ ଝକ୍ସ୍ଟଲଇେ ରଖିଲେ। ସୂର୍ୟ୍ଯାସ୍ତ ପରେ ଯିହାଶୂେୟଙ୍କ ଆଜ୍ଞାନକ୍ସ୍ଟସା ରେ ଲୋକମାନେ ସେ ଶବକକ୍ସ୍ଟ ଗଛରକ୍ସ୍ଟ ଆଣିଲେ। ସମାନେେ ସହେି ଶବକକ୍ସ୍ଟ ନଗରର ପ୍ରବେଶ ଫାଟକ ସମ୍ମକ୍ସ୍ଟଖ ରେ ଫୋପାଡି ଦେଲେ ଏବଂ ତା' ଉପରେ ପଥର ଗଦା କଲେ। ତାହା ସଠାେରେ ଆଜି ପର୍ୟ୍ଯନ୍ତ ମଧ୍ଯ ଅଛି।
29 Mandou enforcar o rei de Hai em uma árvore, e deixou-o ali até a tarde. Ao pôr-do-sol, ordenou que se retirasse da árvore o cadáver e fosse lançado à entrada da cidade, pondo sobre ele um grande monte de pedras, que ali permanece até o dia de hoje.
30 ଏହାପରେ ଯିହାଶୂେୟ ଏବଲ ପର୍ବତ ଉପରେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ଏକ ୟଜ୍ଞବଦେି ନିର୍ମାଣ କଲେ।
30 Então Josué construiu um altar ao Senhor, Deus de Israel, no monte Ebal,
31 ସଦାପ୍ରଭୁଙ୍କ ସବେକ ମାଶାେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ଯେ ରୂପେ ଆଜ୍ଞା ଦଇେଥିଲେ, ସହେିପରି ଭାବରେ ମାଶାଙ୍କେର ବ୍ଯବସ୍ଥା ଗ୍ରନ୍ଥର ଲଖାନେକ୍ସ୍ଟସା ରେ ୟହିଁ ଉପରେ କୌଣସି ମଣିଷ ଲକ୍ସ୍ଟହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥର ରେ ୟଜ୍ଞବଦେୀ ସେ ନିର୍ମାଣ କଲେ। ତହିଁ ଉପରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
31 segundo a ordem que Moisés, servo do Senhor, tinha dado aos filhos de Israel, como está escrito no livro da Lei de Moisés. Construiu-o de pedras brutas ainda não tocadas pelo ferro. Ofereceram sobre ele holocaustos ao Senhor e sacrifícios de ação de graças.
32 ସହେି ସ୍ଥାନ ରେ ଯିହାଶୂେୟ ପ୍ରସ୍ତର ଫଳକ ଉପରେ ମାଶାଙ୍କେ ବ୍ଯବସ୍ଥା ପୁସ୍ତକ ଲେଖିଲେ। ଇଶ୍ରାୟେଲ ଲୋକମାନଙ୍କୁ ଦଖାଇବୋକକ୍ସ୍ଟ ଯିହାଶୂେୟ ଏହା କଲେ, କାରଣ ତାହା
32 Josué gravou em pedras uma cópia da lei que Moisés tinha escrito diante dos israelitas.
33 ଇଶ୍ରାୟେଲର ସମସ୍ତ ଲୋକମାନେ, ସମାନଙ୍କେ ପ୍ରାଚୀନବର୍ଗ, ନତେୃବର୍ଗ, ସମାନଙ୍କେର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ଛିଡା ହେଲ। ସମାନଙ୍କେ ମଧ୍ଯରକ୍ସ୍ଟ ଅର୍ଦ୍ଧକେ ଏବଲ ପର୍ବତ ଆଗ ରେ ଓ ଅର୍ଦ୍ଧକେ ଗରିଷମ ପର୍ବତ ଆଗ ରେ ଛିଡା ହେଲ। ସଦାପ୍ରଭୁଙ୍କ ପବିତ୍ର ନିଯମ ସିନ୍ଦକ୍ସ୍ଟକବାହୀ ଲବେୀୟ ଯାଜକମାନଙ୍କ ସମ୍ମକ୍ସ୍ଟଖ ରେ ସମାନେେ ଠିଆ ହେଲେ। ସମାନେେ ଏପରି କଲେ କାରଣ ସଦାପ୍ରଭୁଙ୍କର ସବେକ ମାଶାେ ଇଶ୍ରାୟେଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦଇେଥିଲେ।
33 Todo o Israel, seus anciãos, seus oficiais e seus juízes conservaram-se de pé ao redor da arca, diante dos sacerdotes, dos levitas, que levavam a arca da aliança do Senhor. Ali estavam tanto os estrangeiros como os israelitas, metade deles do lado do monte Garizim, e metade do lado do monte Erbal, segundo a ordem antes dada por Moisés, servo do Senhor, para abençoar o povo de Israel.
34 ଏହାପରେ ବ୍ଯବସ୍ଥା ପୁସ୍ତକକରେ ଲଖାୟୋଇଥିବା ଉଭୟ ଆଶିର୍ବାଦ ଓ ଅଭିଶାପ ବିଷଯକ ବ୍ଯବସ୍ଥାର ସମସ୍ତ ଶଦ୍ଦ ସେ ପାଠକଲେ।
34 Depois disso, Josué leu todo o texto da lei, a bênção e a maldição, assim como estão escritas no livro da lei.
35 ଇଶ୍ରାୟେଲର ସମସ୍ତ ଲୋକମାନେ ସଠାେରେ ଉପସ୍ଥିତ ଥିଲେ। ସଠାେରେ ମଧ୍ଯ ସମସ୍ତ ସ୍ତ୍ରୀ ଲୋକ, ପୁରୁଷ ଲୋକ, ପିଲାମାନେ, ଏବଂ ବିଦେଶୀମାନେ ସଠାେରେ ଉପସ୍ଥିତ ଥିଲେ। ବିଦେଶୀମାନେ ଇଶ୍ରାୟେଲଗଣଙ୍କ ସହିତ ବାସ କରୁଥିଲେ। ଏବଂ ସଠାେରେ ଯିହାଶୂେୟ ସମସ୍ତ ନିଯମ ପାଠ କରିଥିଲେ, ଯାହାକି ମାଶାଙ୍କେ ଦ୍ବାରା ସ୍ଥାପିତ ହାଇେଥିଲା।
35 De tudo o que Moisés havia prescrito não se omitiu uma palavra sequer nessa leitura feita por Josué diante de toda a assembléia de Israel, mulheres, crianças e estrangeiros que ali se achavam misturados.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Josué 8, comparar traduções ou montar um estudo — tudo direto pelo WhatsApp.