Lucas 18
Oriya Bible (GL_ORIYA) vs ARIB
1 ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ ଉପଦେଶ ଦେଉଥିଲେ ଯେ, ସମାନେେ ସଦାବାଳେ ପ୍ରାର୍ଥନା କରିବା ଉଚିତ। ଏବଂ କବେେ ହେଲେ ଭରସା ହ ରଇବୋ ଉଚିତ ନୁହେଁ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ,
1 Contou-lhes também uma parábola sobre o dever de orar sempre, e nunca desfalecer.
2 ଥରେ ଗୋଟିଏ ନଗର ରେ ଜଣେ ବିଚାରପତି ଥିଲା। ପରମେଶ୍ବରଙ୍କୁ ତାହାଙ୍କର ଡର ନଥିଲା କି ଲୋକମାନେ ତାହାଙ୍କ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର କରୁ ନଥିଲେ।
2 dizendo: Havia em certa cidade um juiz que não temia a Deus, nem respeitava os homens.
3 ସହେି ନଗର ରେ ଗୋଟିଏ ସ୍ତ୍ରୀଲୋକ ଥିଲା। ତା'ର ସ୍ବାମୀ ମରି ଯାଇଥିଲା। ସେ ସ୍ତ୍ରୀଲୋକଟି ଏହି ବିଗ୍ଭରପତିଙ୍କ ନିକଟକୁ ବହୁତ ଥର ଆସୁଥିଲା ସେ ବିଚାରପତିଙ୍କୁ କହୁଥିଲା, ' ଗୋଟିଏ ଲୋକ ମାେ ପ୍ରତି ଅନ୍ଯାୟ କରୁଛି। ତୁମ୍ଭେ ମାେତେ ମାେ ନ୍ଯାୟ ଅଧିକାର ଦିଅ।'
3 Havia também naquela mesma cidade uma viúva que ia ter com ele, dizendo: Faze-me justiça contra o meu adversário.
4 କିନ୍ତୁ ବିଚାରପତି ସ୍ତ୍ରୀଲୋକଟିକୁ ସାହାୟ୍ଯ କରିବାକୁ ଇଚ୍ଛା କରି ନଥିଲେ। କେତେ ସମୟ ପରେ ବିଚାରପତି ଜଣକ ମନେ ମନେ ଭାବିଲେ, 'ମୁଁ ପରମେଶ୍ବରଙ୍କୁ ଡରୁନାହିଁ କି ଲୋକମାନେ ମାେ ବିଷୟ ରେ କ'ଣ ଭାବୁଛନ୍ତି, ସେଥିପ୍ରତି ଖାତିର ବି କରୁନାହିଁ।
4 E por algum tempo não quis atendê-la; mas depois disse consigo: Ainda que não temo a Deus, nem respeito os homens,
5 କିନ୍ତୁ ଏହି ସ୍ତ୍ରୀଲୋକଟି ମାେତେ ସବୁବେଳେ ବ୍ଯସ୍ତ କରି ପକାଉଛି। ମୁଁ ତାକୁ ନ୍ଯାୟ ଅଧିକାର ଦଇେ ଦେଲେ ସେ ମାେ ପିଛା ଛାଡିଦବେ। ନଚତେ ସେ ମାେତେ ହଇକାଣ କରୁଥିବ।'
5 todavia, como esta viúva me incomoda, hei de fazer-lhe justiça, para que ela não continue a vir molestar-me.
6 ପ୍ରଭୁ! କହିଲେ, ଶୁଣ, ସହେି ଦୁଷ୍ଟ ବିଚାରପତି ଜଣକ ଯାହା କହିଲେ, ସେ କଥାର ଗୋଟିଏ ଅର୍ଥ ଅଛି।
6 Prosseguiu o Senhor: Ouvi o que diz esse juiz injusto.
7 ପରମେଶ୍ବରଙ୍କ ଦ୍ବାରା ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ପାଟି କରି ଡାକୁଥାନ୍ତି। ଯାହା ଠିକ୍, ତାହା ପରମେଶ୍ବର ତାହାଙ୍କ ଲୋକଙ୍କୁ ସ ଦବେଳେେ ଦଇେଥାନ୍ତି। ନିଜ ଲୋକଙ୍କୁ ଉତ୍ତର ଦବୋ ରେ ପରମେଶ୍ବର ଆଦୌ ବିଳମ୍ବ କରିବେ ନାହିଁ।
7 E não fará Deus justiça aos seus escolhidos, que dia e noite clamam a ele, já que é longânimo para com eles?
8 ମୁଁ ତୁମ୍ଭକୁ କହୁଛି। ଅତି ଶୀଘ୍ର ପରମେଶ୍ବର ତାହାଙ୍କ ଲୋକଙ୍କୁ ସାହାୟ୍ଯ କରିବେ। କିନ୍ତୁ ମନୁଷ୍ଯପୁତ୍ର ପୁଣିଥରେ ଫରେି ଆସିବା ପରେ ସେ ଏ ପୃଥିବୀ ରେ ତାହାଙ୍କର ବିଶ୍ବାସୀମାନଙ୍କୁ ପାଇ ପାରିବେ କି?
8 Digo-vos que depressa lhes fará justiça. Contudo quando vier o Filho do homem, porventura achará fé na terra?
9 କେତକେ ଲୋକ ଭାବୁଥିଲେ ଯେ ସମାନେେ ବହୁତ ଭଲ ଅଟନ୍ତି। ସମାନେେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହାଇେଥିବା ଭଳି ବ୍ଯବହାର କରୁଥିଲେ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ:
9 Propôs também esta parábola a uns que confiavam em si mesmos, crendo que eram justos, e desprezavam os outros:
10 ଜଣେ ଫାରୂଶୀ ଓ ଜଣେ କରଆଦାୟକାରୀ ଥିଲେ। ଦିନେ ସହେି ଦୁଇଜଣ ପ୍ରାର୍ଥନା କରିବାକୁ ମନ୍ଦିରକୁ ଗଲେ।
10 Dois homens subiram ao templo para orar; um fariseu, e o outro publicano.
11 ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂର ରେ ଅଲଗା ଠିଆ ହାଇେଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବାଳେ କହିଲେ, ' ହେ ପରମେଶ୍ବର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହାଇନେଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଚୋରି, ଠକାମି, ବ୍ଯଭିଚାର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ।ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହାଇେଥିବାରୁ ତୁମ୍ଭ ପାଖ ରେ କୃତଜ୍ଞତା ଜଣାଉଛି।
11 O fariseu, de pé, assim orava consigo mesmo: ó Deus, graças te dou que não sou como os demais homens, roubadores, injustos, adúlteros, nem ainda com este publicano.
12 ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହ ରେ ଦୁଇ ଥର ଉପବାସ କରେ। ମୁଁ ମାରେସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।'
12 Jejuo duas vezes na semana, e dou o dízimo de tudo quanto ganho.
13 କରଆଦାୟକାରୀ ମଧ୍ଯ ଅଲଗା ଏକାକୀ ଠିଆ ହାଇେଥିଲେ। କିନ୍ତୁ ପ୍ରାର୍ଥନା କଲେ ବେଳେ ସେ ସ୍ବର୍ଗ ଆଡକୁ ମଧ୍ଯ ଚାହିଁଲନୋହିଁ। କରଆଦାୟକାରୀ ପରମେଶ୍ବରଙ୍କ ପାଖ ରେ ନିଜକୁ ନମ୍ର କରି ପ୍ରାର୍ଥନା କଲେ, ହେ ପରମେଶ୍ବର, ମାେ ଉପରେ ଦୟା କର। ମୁଁ ଜଣେ ପାପୀ।
13 Mas o publicano, estando em pé de longe, nem ainda queria levantar os olhos ao céu, mas batia no peito, dizendo: ó Deus, sê propício a mim, o pecador!
14 ମୁଁ ତୁମ୍ଭମାନଙ୍କୁ କହୁଛି, 'ଏହି ଲୋକଟି ଯେତବେେଳେ ତା'ର ପ୍ରାର୍ଥନା ଶଷେ କରି ତା' ଘରକୁ ଫରେିଗଲା, ସେ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ , ସେ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ ବୋଲି ଭାବେ, ତାକୁ ହୀନ କରି ଦିଆୟିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ କରାୟିବ।'
14 Digo-vos que este desceu justificado para sua casa, e não aquele; porque todo o que a si mesmo se exaltar será humilhado; mas o que a si mesmo se humilhar será exaltado.
15 କେତକେ ଲୋକ ସମାନଙ୍କେର େଛାଟ େଛାଟ ପିଲାମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ, ଯେପରି ଯୀଶୁ ସହେି ପିଲାମାନଙ୍କୁ କବଳେ ଛୁଇଁବେ। ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଲୋକମାନଙ୍କୁ ଏହା ନକରିବାକୁ କହିଲେ।
15 Traziam-lhe também as crianças, para que as tocasse; mas os discípulos, vendo isso, os repreendiam.
16 କିନ୍ତୁ ଯୀଶୁ ସହେି େଛାଟ ପିଲାମାନଙ୍କୁ ପାଖକୁ ଡାକିଲେ। ସେ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, େଛାଟ ପିଲାମାନେ ମାେ ପାଖକୁ ଆସନ୍ତୁ। ସମାନଙ୍କେୁ ଅଟକାଅ ନାହିଁ। କାରଣ ଯେଉଁ ଲୋକମାନେ ଏହି େଛାଟ ପିଲାମାନଙ୍କ ଭଳ ହାଇେଥିବେ, କବଳେ ସହେିମାନେ ପରମେଶ୍ବରଙ୍କ ରାଜ୍ଯର ଅଧିକାରୀ ହବେେ।
16 Jesus, porém, chamando-as para si, disse: Deixai vir a mim as crianças, e não as impeçais, porque de tais é o reino de Deus.
17 ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ଗୋଟିଏ େଛାଟ ପିଲା କିଛି ଗ୍ରହଣ କଲାଭଳି ତୁମ୍ଭମାନେେ ପରମେଶ୍ବରଙ୍କ ରାଜ୍ଯ ଗ୍ରହଣ ନକଲେ ତା' ମଧିଅରେ ପ୍ରବେଶ କରି ପାରିବନାହିଁ।
17 Em verdade vos digo que, qualquer que não receber o reino de Deus como criança, de modo algum entrará nele.
18 ଜଣେ ଯିହୂଦୀ ନେତା ଯୀଶୁଙ୍କୁ ପଚାରିଲେ, ହେ ଉତ୍ତମ ଗୁରୁ! ଅନନ୍ତଜୀବନ ଲାଭ କରିବା ପାଇଁ ମୁଁ କ'ଣ କରିବା ଉଚିତ?
18 E perguntou-lhe um dos principais: Bom Mestre, que hei de fazer para herdar a vida eterna?
19 ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ମାେତେ ଉତ୍ତମ ବୋଲି କାହିଁକି କହିଲ? କବଳେ ପରମେଶ୍ବର ହିଁ ଉତ୍ତମ।
19 Respondeu-lhe Jesus: Por que me chamas bom? Ninguém é bom, senão um, que é Deus.
20 ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦବେି। ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାମାନ ଜାଣିଛ: 'ତୁମ୍ଭେ ବ୍ଯଭିଚାର କରିବ ନାହିଁ, ତୁମ୍ଭେ କାହାରିକି ହତ୍ଯା କରିବ ନାହିଁ, କୌଣସି ଜିନିଷ ଚୋରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ କବେେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପାମାଆଙ୍କୁ ନିଶ୍ଚୟ ସମ୍ମାନ ଦବେ...'
20 Sabes os mandamentos: Não adulterarás; não matarás; não furtarás; não dirás falso testemunho; honra a teu pai e a tua mãe.
21 କିନ୍ତୁ ଯିହୂଦୀ ନେତା ଜଣକ କହିଲେ, ମୁଁ ମାେ ପିଲା ଦିନୁ ଏସବୁ ଆଜ୍ଞା ମାନିଆସିଛି।
21 Replicou o homem: Tudo isso tenho guardado desde a minha juventude.
22 ଏକଥା ଶୁଣି ଯୀଶୁ ସହେି ନେତାଙ୍କୁ କହିଲେ, ତଥାପି ଏ ପର୍ୟ୍ଯନ୍ତ ଆଉ ଗୋଟିଏ କଥା ତୁମ୍ଭର କରିବାକୁ ବାକିଅଛି। ତୁମ୍ଭର ଯାହା ଅଛି ସବୁ ବିକି ଦଇେ ଗରିବଙ୍କୁ ବାଣ୍ଟିଦିଅ। ତୁମ୍ଭକୁ ସ୍ବର୍ଗ ରେ ପୁରସ୍କାର ମିଳିବ। ତା'ପରେ ତୁମ୍ଭେ ଆସ ଓ ମାରେ ଅନୁସରଣ କର।
22 Quando Jesus ouviu isso, disse-lhe: Ainda te falta uma coisa; vende tudo quanto tens e reparte-o pelos pobres, e terás um tesouro no céu; e vem, segue-me.
23 ନେତା ଜଣକ ଏହା ଶୁଣି ବହୁତ ମନ ଦୁଃଖ କଲେ। ସେ ବହୁତ ଧନୀ ଥିଲେ ଓ ନିଜ ଧନତକ ରଖିବାକୁ ଚାହୁଁଥିଲେ।
23 Mas, ouvindo ele isso, encheu-se de tristeza; porque era muito rico.
24 ସହେି ଯିହୂଦୀ ନେତାଙ୍କୁ ଦୁଃଖିତ ହବୋର ଦେଖି ଯୀଶୁ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ।
24 E Jesus, vendo-o assim, disse: Quão dificilmente entrarão no reino de Deus os que têm riquezas!
25 ଜଣେ ଧନୀଲୋକ ପକ୍ଷ ରେ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ଠାରୁ ଗୋଟିଏ ଛୁଞ୍ଚି କଣାଦଇେ ଓଟଟିଏ ଗଳିୟିବା ଅଧିକ ସହଜ।
25 Pois é mais fácil um camelo passar pelo fundo duma agulha, do que entrar um rico no reino de Deus.
26 ଲୋକମାନେ ଏକଥା ଶୁଣିବା ପରେ କହିଲେ, ତବେେ କେଉଁମାନେ ପରିତ୍ରାଣ ପାଇ ପାରିବେ?
26 Então os que ouviram isso disseram: Quem pode, então, ser salvo?
27 ଯୀଶୁ କହିଲେ, ଯେଉଁ କାମ ମନୁଷ୍ଯ ପକ୍ଷ ରେ ସମ୍ଭବ ନୁହେଁ, ତାହା ପରମେଶ୍ବର କରି ପାରିବେ।
27 Respondeu-lhes: As coisas que são impossíveis aos homens são possíveis a Deus.
28 ପିତର କହିଲେ, ଦେଖନ୍ତୁ, ଆମ୍ଭେ ଆମ୍ଭର ସର୍ବସ୍ବ ଛାଡିଦଇେ ଆପଣଙ୍କ ଅନୁସରଣ କରିଛୁ।
28 Disse-lhe Pedro: Eis que nós deixamos tudo, e te seguimos.
29 ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି। ଯେଉଁ ଲୋକ ପରମେଶ୍ବରଙ୍କ ରାଜ୍ଯ ପାଇଁ ତାର ଘର, ପତ୍ନୀ, ଭାଇ, ବାପାମାଆ କିମ୍ବା ପିଲାମାନଙ୍କୁ ଛାଡିଥିବ,
29 Respondeu-lhes Jesus: Em verdade vos digo que ninguém há que tenha deixado casa, ou mulher, ou irmãos, ou pais, ou filhos, por amor do reino de Deus,
30 ସେ ଛାଡିଥିବା ବସ୍ତୁ ଅପେକ୍ଷେ ଅଧିକ ପାଇବ। ସେ ଲୋକ ଏହି ଜୀବନକାଳ ମଧିଅରେ ତ ଅନକେ ଗୁଣ ଅଧିକ ପାଇବ ଏବଂ ମରିଗଲା ପରେ ମଧ୍ଯ ସେ ପରମେଶ୍ବରଙ୍କ ସହିତ ଚିରକାଳ ବାସ କରିବ।
30 que não haja de receber no presente muito mais, e no mundo vindouro a vida eterna.
31 ତା'ପରେ ଯୀଶୁ ଅଲଗା ଭାବରେ ବାରଜଣ ଶିଷ୍ଯଙ୍କୁ କହିଲେ, ଶୁଣ, ଆମ୍ଭମାନେେ ୟିରୂଶାଲମକୁ ଯାଉଛୁ। ପରମେଶ୍ବର ଭବିଷ୍ଯଦ୍ବକ୍ତାମାନଙ୍କୁ ମନୁଷ୍ଯପୁତ୍ରଙ୍କ ବିଷୟ ରେ ଯାହା ସବୁ ଲେଖି ବାକୁ କହିଥିଲେ, ସେ ସବୁ ଘଟିବ।
31 Tomando Jesus consigo os doze, disse-lhes: Eis que subimos a Jerusalém e se cumprirá no filho do homem tudo o que pelos profetas foi escrito;
32 ତାହାଙ୍କ ଲୋକମାନେ ତାହାଙ୍କୁ ବିଧର୍ମୀମାନଙ୍କ ହାତ ରେ ଦଇେ ଦବେେ। ତାହାଙ୍କୁ ଉପହାସ କରାୟିବ। ଲୋକେ ତାହାଙ୍କୁ ଅପମାନ ଦବେେ ଓ ତାହାଙ୍କୁ ଉପରକୁ ଛପେ ପକାଇବେ।
32 pois será entregue aos gentios, e escarnecido, injuriado e cuspido;
33 ସମାନେେ ତାହାଙ୍କୁ ଚାବୁକରେ ପିଟିବେ ଓ ଶଷେ ରେ ମାରି ଦବେେ। କିନ୍ତୁ ମୃତ୍ଯୁର ତୃତୀୟଦିବସ ରେ ସେ ପୁଣି ଜୀବିତ ହାଇେ ଉଠିବେ।
33 e depois de o açoitarem, o matarão; e ao terceiro dia ressurgirá.
34 ପ୍ ରରେିତମାନେ ଏକଥା ବୁଝିବାକୁ ଚେଷ୍ଟା କଲେ। ମାତ୍ର ସମାନେେ ବୁଝି ପାରିଲେ ନାହିଁ। ଏକଥାର ଅର୍ଥ ସମାନଙ୍କେ ପାଖ ରେ ଗୁପ୍ତ ରହିଲା।
34 Mas eles não entenderam nada disso; essas palavras lhes eram obscuras, e não percebiam o que lhes dizia.
35 ଯୀଶୁ ଯିରୀହାେ ନଗର ପାଖାପାଖି ହାଇେ ଆସିଲେ। ସେତବେେଳେ ରାସ୍ତା କଡ ରେ ଗୋଟିଏ ଅନ୍ଧ ବସିଥିଲା। ସହେି ଅନ୍ଧଟି ଭିକ ମାଗୁଥିଲା।
35 Ora, quando ele ia chegando a Jericó, estava um cego sentado junto do caminho, mendigando.
36 ସେ ରାସ୍ତା ରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଚାରିଲା, ଘଟଣା କ'ଣ?
36 Este, pois, ouvindo passar a multidão, perguntou que era aquilo.
37 ଲୋକମାନେ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦଇେ ଯାଉଛନ୍ତି।
37 Disseram-lhe que Jesus, o nazareno, ia passando.
38 ଅନ୍ଧଟି ଉତ୍ତଜେିତ ହାଇେ ପଡିଲା ଓ କହିଲା, ଦାଉଦଙ୍କପୁତ୍ର ଯୀଶୁ ଦୟାକରି ମାେତେ ସାହାୟ୍ଯ କର।
38 Então ele se pôs a clamar, dizendo: Jesus, Filho de Davi, tem compaixão de mim!
39 ଆଗ ରେ ଯାଉଥିବା ଲୋକମାନେ ଅନ୍ଧକୁ ଧମକ ଦେଲେ। ସମାନେେ ଅନ୍ଧକୁ ଚୁପ୍ ରହିବାକୁ କହିଲେ। କିନ୍ତୁ ସେ ଆହୁରି ଜାରେ ରେ ପାଟିକରି କହିଲା, ହେ ଦାଉଦଙ୍କ ପୁତ୍ର, ଦୟାକରି ମାେତେ ସାହାୟ୍ଯ କରନ୍ତୁ।
39 E os que iam à frente repreendiam-no, para que se calasse; ele, porém, clamava ainda mais: Filho de Davi, tem compaixão de mim!
40 ଯୀଶୁ ସଠାେରେ ଅଟକି ଗଲେ, ସେ ଆଜ୍ଞା ଦେଲେ, ତାହାକୁ ମାେ ପାଖକୁ ଆଣ। ସେ ପାଖକୁ ଆସିବା ପରେ ଯୀଶୁ ତାକୁ ପଚାରିଲେ,
40 Parou, pois, Jesus, e mandou que lho trouxessem. Tendo ele chegado, perguntou-lhe:
41 ମୁଁ ତୁମ୍ଭ ପାଇଁ କ'ଣ କରିବି ବୋଲି ତୁମ୍ଭେ ଚାହୁଁଛ?
41 Que queres que te faça? Respondeu ele: Senhor, que eu veja.
42 ଯୀଶୁ ତାହାକୁ କହିଲେ, ତୁମ୍ଭେ ଦୃଷ୍ଟି ଶକ୍ତି ଲାଭ କର। ତୁମ୍ଭର ବିଶ୍ବାସ ହିଁ ତୁମ୍ଭକୁ ଉଦ୍ଧାର କଲା।
42 Disse-lhe Jesus: Vê; a tua fé te salvou.
43 ତତ୍ ସଙ୍ଗେ ସଙ୍ଗେ ଅନ୍ଧଟି ଦୃଷ୍ଟି ଶକ୍ତି ଫରେିପାଇଲା। ସେ ପରମେଶ୍ବରଙ୍କୁ ପ୍ରଶଂସା କରି ଯୀଶୁଙ୍କୁ ଅନୁସରଣ କଲା। ଏହି ଘଟଣା ଦେଖି ଥିବା ଲୋକେ ପରମେଶ୍ବରଙ୍କୁ ସ୍ତୃତିଗାନ କଲେ।
43 Imediatamente recuperou a vista, e o foi seguindo, gloficando a Deus. E todo o povo, vendo isso, dava louvores a Deus.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 18, comparar traduções ou montar um estudo — tudo direto pelo WhatsApp.