Lucas 19

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଯୀଶୁ ଯିରୀହାେ ନଗର ଦଇେ ଯାଉଥିଲେ।
1 Jesus entrou em Jericó, e atravessava a cidade.
2 ଯୀରୀହୋ ରେ ଜଖିୟ ବୋଲି ଜଣେ ଲୋକ ଥିଲେ। ସେ ଜଣେ ପ୍ରଧାନ କରଆଦାୟକାରୀ ଥିଲେ ଓ ସେ ବହୁତ ଧନୀ ଥିଲେ।
2 Havia ali um homem rico chamado Zaqueu, chefe dos publicanos.
3 ସେ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଆହୁରି ମଧ୍ଯ ଅନକେ ଲୋକ ଯୀଶୁଙ୍କୁ ଦେଖିବାକୁ ଚାହୁଁଥିଲେ। ଜଖିୟ ଏତେ ବାଙ୍ଗରା ଥିଲେ ଯେ, ଲୋକଙ୍କ ଭିତ ରେ ଥାଇ ଯୀଶୁଙ୍କୁ ଦେଖି ପାରିବା ସମ୍ଭବ ନଥିଲା।
3 Ele queria ver quem era Jesus, mas, sendo de pequena estatura, não o conseguia, por causa da multidão.
4 ତେଣୁ ଯେଉଁବାଟେ ଯୀଶୁ ଆସିବେ ବୋଲି ସେ ଜାଣିଥିଲେ, ସଭେଳି ଗୋଟିଏ ସ୍ଥାନକୁ ସେ ଦୌଡିଗଲେ। ଯୀଶୁଙ୍କୁ ଦେଖି ପାରିବା ପାଇଁ ସେ ଗୋଟିଏ ଡିମ୍ବିରି ଗଛ ରେ ଚଢିଗଲେ।
4 Assim, correu adiante e subiu numa figueira brava para vê-lo, pois Jesus ia passar por ali.
5 ଯୀଶୁ ସହେି ସ୍ଥାନକୁ ଆସିଲେ। ସେ ଉପରକୁ ଚାହିଁଲେ, ସେ ଜଖିୟଙ୍କୁ ଗଛ ଉପରେ ଦେଖିଲେ। ଯୀଶୁ ତାହାଙ୍କୁ କହିଲେ, ଜଖିୟ! ଶୀଘ୍ର ତଳକୁ ଆସ, ମୁଁ ଆଜି ନିଶ୍ଚୟ ତୁମ୍ଭ ଘ ରେ ରହିବି।
5 Quando Jesus chegou àquele lugar, olhou para cima e lhe disse: "Zaqueu, desça depressa. Quero ficar em sua casa hoje".
6 ତା'ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ଯନ୍ତ ଖୁସି ରେ ସେ ଯୀଶୁଙ୍କୁ ନିଜ ଘ ରେ ସ୍ବାଗତ କଲେ।
6 Então ele desceu rapidamente e o recebeu com alegria.
7 ସମସ୍ତେ ଏକଥା ଦେଖିଲେ। ସମାନେେ ଅଭିଯୋଗ କରିବାକୁ ଆରମ୍ଭ କଲେ, ଦେଖ, କେଉଁ ଭଳି ଲୋକ ସହିତ ଯୀଶୁ ରହୁଛନ୍ତି। ଜଖିୟ ଗୋଟିଏ ପାପୀ।
7 Todo o povo viu isso e começou a se queixar: "Ele se hospedou na casa de um ‘pecador’ ".
8 ଜଖିୟ ପ୍ରଭୁଙ୍କୁ କହିଲେ, ମୁଁ ଭଲ କାମ କରିବାକୁ ଇଚ୍ଛା କରୁଛି। ମୁଁ ମାେ ଧନର ଅଧା ଗରିବଙ୍କୁ ବାଣ୍ଟି ଦବେି। ମୁଁ ଯଦି କାହାରିକୁ ଠକିଥାଏ, ତବେେ ସହେି ଲୋକକୁ ଚାରିଗୁଣ ଧନ ଫରୋଇ ଦବେି।
8 Mas Zaqueu levantou-se e disse ao Senhor: "Olha, Senhor! Estou dando a metade dos meus bens aos pobres; e se de alguém extorqui alguma coisa, devolverei quatro vezes mais".
9 ଯୀଶୁ କହିଲେ, ଏ ଲୋକଟି ପ୍ରକୃତ ରେ ଜଣେ ଭଲ ମଣିଷ। ସେ ଅବ୍ରହାମଙ୍କର ଉପୟୁକ୍ତ ସନ୍ତାନ। ତେଣୁ ଆଜି ସେ ନିଜ ପାପରୁ ଉଦ୍ଧାର ପାଇଗଲେ।
9 Jesus lhe disse: "Hoje houve salvação nesta casa! Porque este homem também é filho de Abraão.
10 ମନୁଷ୍ଯପୁତ୍ର ହଜି ଯାଇଥିବା ଲୋକମାନଙ୍କୁ ଖାଜେିବାକୁ ଓ ସମାନଙ୍କେୁ ରକ୍ଷା କରିବାକୁ ଆସିଛନ୍ତି।
10 Pois o Filho do homem veio buscar e salvar o que estava perdido".
11 ଯୀଶୁ ୟିରୂଶାଲମର ପାଖାପାଖି ଆସିଗଲେ। କେତକେ ଲୋକ ଭବିଲେ ଯେ ପରମେଶ୍ବରଙ୍କ ରାଜ୍ଯ ଶୀଘ୍ର ଆସିୟିବ।
11 Estando eles a ouvi-lo, Jesus passou a contar-lhes uma parábola, porque estava perto de Jerusalém e o povo pensava que o Reino de Deus ia se manifestar de imediato.
12 ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: ଜଣେ ଅତି ମାନ୍ଯଗଣ୍ଯ ବ୍ଯକ୍ତି ରାଜା ହବୋ ପାଇଁ କୌଣସି ଏକ ଦ୍ବର ରାଜ୍ଯକୁ ୟିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫରେିଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ।
12 Ele disse: "Um homem de nobre nascimento foi para uma terra distante para ser coroado rei e depois voltar.
13 ସେ ନିଜର ଦଶ ଜଣ ଚାକରଙ୍କୁ ଡାକିଲେ। ସେ ପ୍ରେତ୍ୟକକ ଚାକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, 'ମୁଁ ଫରେିବା ପର୍ୟ୍ଯନ୍ତ ଏହି ଟଙ୍କା ରେ ବ୍ଯବସାୟ କର।'
13 Então, chamou dez dos seus servos e lhes deu dez minas. Disse ele: ‘Façam esse dinheiro render até à minha volta’.
14 ସହେି ବ୍ଯକ୍ତିଙ୍କୁ ସେ ରାଜ୍ଯର ନାଗରିକମାନେ ଘୃଣା କରୁଥିଲେ। ତେଣୁ ସମାନେେ ତାହାଙ୍କ ପଛ ରେ ଦଳେ ଲୋକଙ୍କୁ ସଠାେକୁ ପଠାଇଲେ। ସଠାେକୁ ଯାଇ ଏହି ଦଳର ଲୋକମାନେ କହିଲେ, 'ଆମ୍ଭେ ଚାହୁଁନା ଯେ, ସହେି ବ୍ଯକ୍ତି ଆମ୍ଭମାନଙ୍କର ରାଜା ହୁଅନ୍ତୁ।'
14 "Mas os seus súditos o odiavam e depois enviaram uma delegação para lhe dizer: ‘Não queremos que este homem seja nosso rei’.
15 ତଥାପି ସେ ରାଜା ହାଇଗେଲେ। ତା'ପରେ ସେ ଘରକୁ ଫରେି ଆସିଲେ। ତା'ପରେ ସେ କହିଲେ, ' ଯେଉଁ ଚାକରମାନଙ୍କୁ ମୁଁ ମାରେଟଙ୍କା ଦଇେଥିଲି ସମାନଙ୍କେୁ ଡାକ, ମୁଁ ଜାଣିବାକୁ ଚାହୁଁଛି ଯେ, ସହେି ଟଙ୍କା ରେ ସମାନେେ ଆଉ କେତେ ଅଧିକ ଲାଭ କରିଛନ୍ତି।'
15 "Contudo, foi feito rei e voltou. Então mandou chamar os servos a quem dera o dinheiro, a fim de saber quanto tinham lucrado.
16 ପ୍ରଥମେ ଚାକର ଜଣକ ଆସି କହିଲା, 'ଆଜ୍ଞା, ଆପଣ ମାେତେ ଦଇେଥିବା ଟଙ୍କା ଥଳିଟିକୁ ବ୍ଯବହାର କରି ମୁଁ ଦଶ ଥଳି ଅଧିକ ଟଙ୍କା ଅର୍ଜନ କରିଛି।'
16 "O primeiro veio e disse: ‘Senhor, a tua mina rendeu outras dez’.
17 ରାଜା ଚାକରମାନଙ୍କୁ କହିଲେ, ବହୁତ ଭଲ କଥା। ତୁମ୍ଭେ ଜଣେ ଭଲ ଚାକର। ତୁମ୍ଭକୁ େଛାଟ େଛାଟ ବିଷୟ ରେ ବିଶ୍ବାସ କରାଯାଇ ପାରିବ ବୋଲି ମୁଁ ଜାଣୁଛି। ତେଣୁ ମୁଁ ତୁମ୍ଭକୁ ମାରେ ଦଶଟି ନଗର ଶାସନକରିବାକୁ ଦବେି।'
17 " ‘Muito bem, meu bom servo! ’, respondeu o seu senhor. ‘Por ter sido confiável no pouco, governe sobre dez cidades’.
18 ଦ୍ବିତୀୟ ଚାକରଟି ଆସିଲା ଓ କହିଲା, 'ଆଜ୍ଞା, ଆପଣ ଦଇେଥିବା ଟଙ୍କାଥଳିକୁ ବ୍ଯବହାର କରି ପାଞ୍ଚଥଳି ଟଙ୍କା ଅର୍ଜ୍ବନ କରିଛି।'
18 "O segundo veio e disse: ‘Senhor, a tua mina rendeu cinco vezes mais’.
19 ରାଜା ସହେି ଚାକରଟିକୁ କହିଲେ, 'ତୁମ୍ଭେ ପାଞ୍ଚଟି ନଗର ଉପରେ ଶାସନ କରିବ।'
19 "O seu senhor respondeu: ‘Também você, encarregue-se de cinco cidades’.
20 ତା'ପରେ ଅନ୍ୟ ଚାକରଟି ଭିତରକୁ ଆସିଲା। ସେ ରାଜାଙ୍କୁ କହିଲା, 'ଆଜ୍ଞା, ଏହି ଆପଣଙ୍କ ଟଙ୍କା ଥଳି। ମୁଁ ଖଣ୍ଡେ କନା ରେ ଏହାକୁ ଗୁଡାଇ ରଖିଥିଲି।
20 "Então veio outro servo e disse: ‘Senhor, aqui está a tua mina; eu a conservei guardada num pedaço de pano.
21 ଆପଣ ଜଣେ କଠାେର ବ୍ଯକ୍ତି ହାଇେଥିବାରୁ ମୁଁ ଆପଣଙ୍କୁ ଭୟ କରିଥିଲି। ଏପରିକି ଆପଣ ନିଜେ ଅର୍ଜ୍ବନ କରି ନଥିବା ଟଙ୍କା ନଇେଥା'ନ୍ତି ଓ ନିଜେ ଉତ୍ପନ୍ନ କରି ନଥିବା ଖାଦ୍ୟଶସ୍ଯ ସଂଗ୍ରହ କରିଥା'ନ୍ତି।'
21 Tive medo, porque és um homem severo. Tiras o que não puseste e colhes o que não semeaste’.
22 ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'
22 "O seu senhor respondeu: ‘Eu o julgarei pelas suas próprias palavras, servo mau! Você sabia que sou homem severo, que tiro o que não pus e colho o que não semeei.
23 ଯଦି ଏକଥା ସତ୍ଯ, ତବେେ ତୁମ୍ଭେ ମାେ ଟଙ୍କା ବ୍ଯାଙ୍କ ରେ ଜମା ରଖିପାରିଥା'ନ୍ତତା' ହେଲେ ମୁଁ ଫରେି ଆସିଲା ବଳକେୁ ମାେ ଟଙ୍କା ରେ କିଛି ସୁଧ ଅର୍ଜ୍ଜନ କରାଯାଇ ପାରିଥାଆନ୍ତା ା
23 Então, por que não confiou o meu dinheiro ao banco? Assim, quando eu voltasse o receberia com os juros’.
24 ସଠାେରେ ରହି ଏସବୁ ଦେଖୁଥିବା ଲୋକମାନଙ୍କୁ ରାଜା କହିଲେ, 'ଏ ଚାକର ପାଖରୁ ଟଙ୍କା ଥଳିଟି ନଇେ ଯାଇ ଦଶ ଥଳି ଟଙ୍କା ଅର୍ଜନ କରିଥିବା ଚାକରକୁ ଦଇଦେିଅ।
24 "E disse aos que estavam ali: ‘Tomem dele a sua mina e dêem-na ao que tem dez’.
25 ଲୋକମାନେ ରାଜାଙ୍କୁ କହିଲେ, କିନ୍ତୁ ଆଜ୍ଞା, ସେ ଚାକରଟି ପାଖ ରେ ତ ଆଗରୁ ଦଶଥଳି ଟଙ୍କା ଅଛି।'
25 " ‘Senhor’, disseram, ‘ele já tem dez! ’
26 ରାଜା କହିଲେ, 'ଯଦି ଜଣେ ବ୍ଯକ୍ତି ତା' ପାଖ ରେ ଯାହା ଅଛି ତାହାର ବ୍ଯବହାର କରେ ତବେେ ସେ ଆହୁରି ଅଧିକ ପାଇବ। କିନ୍ତୁ ଯେଉଁ ବ୍ଯକ୍ତି ତା ପାଖ ରେ ଯେତିକି ଅଛି, ତାହା ବ୍ଯବହାର କରନେି ତା'ଠାରୁ ତାହା ମଧ୍ଯ ଛଡଇେ ନିଆୟିବ।
26 "Ele respondeu: ‘Eu lhes digo que a quem tem, mais será dado, mas a quem não tem, até o que tiver lhe será tirado.
27 ବର୍ତ୍ତମାନ ମାରେଶତୃମାନେ କାହାଁନ୍ତି? ମୁଁ ସମାନଙ୍କେର ରାଜା ନହୁଏ ବୋଲି ଯେଉଁମାନେ ଚାହୁଁଥିଲେ। ସମାନେେ କାହାଁନ୍ତି? ମାେ ଶତୃମାନଙ୍କୁ ଏଠାକୁ ଆଣ। ସମାନଙ୍କେୁ ମାେ ଆଖି ଆଗ ରେ ମାରିଦିଅ।'
27 E aqueles inimigos meus, que não queriam que eu reinasse sobre eles, tragam-nos aqui e matem-nos na minha frente! ’ "
28 ଯୀଶୁ ଏସବୁ କହିସାରିବା ପରେ ୟିରୂଶାଲମ ଆଡକୁ ଯାତ୍ରା ଆରମ୍ଭ କଲେ।
28 Depois de dizer isso, Jesus foi adiante, subindo para Jerusalém.
29 ଜୀତ ପର୍ବତ ପାଖ ବେଥ୍ଫାଗୀ ଓ ବେଥନିଆ ନଗର ପାଖକୁ ଯୀଶୁ ଆସିଗଲେ। ଯୀଶୁ ନିଜର ଦୁଇ ଜଣ ଶିଷ୍ଯଙ୍କୁ ଏହା କହି ପଠାଇଲେ,
29 Ao aproximar-se de Betfagé e de Betânia, no monte chamado das Oliveiras, enviou dois dos seus discípulos, dizendo-lhes:
30 ଆଗ ରେ ଯେଉଁ ଗାଁ ଦଖାଯାେଉଛି, ସଠାେକୁ ଯାଅ। ତୁମ୍ଭମାନେେ ଗାଁ ରେ ପଶିବା ମାତ୍ ରେ ସଠାେରେ ଗୋଟିଏ ଗଧଛୁଆ ବନ୍ଧା ହାଇେଥିବାର ଦେଖିବ। ସହେି ଗଧ ଉପରେ କହେି କବେେ ହେଲେ ଚଢି ନଥିବେ। ତାକୁ ଖାଲିେ ଦଇେ ମାେ ପାଖକୁ ଆଣିବ।
30 "Vão ao povoado que está adiante e, ao entrarem, encontrarão um jumentinho amarrado, no qual ninguém jamais montou. Desamarrem-no e tragam-no aqui.
31 ଯଦି କଣସି ଲୋକ ତୁମ୍ଭକୁ ପଚା ରେ ଯେ ତୁମ୍ଭମାନେେ ଗଧଟିକୁ କାହିଁକି ନଇେ ଯାଉଛ, ତବେେ ତୁମ୍ଭମାନେେ କହିବ ଯେ ପ୍ରଭୁଙ୍କର ଏଇଟି ଦରକାର ଅଛି।'
31 Se alguém lhes perguntar: ‘Por que o estão desamarrando? ’ digam-lhe: ‘O Senhor precisa dele’ ".
32 ଦୁଇ ଜଣ ଶିଷ୍ଯ ସହେି ଗାଁକୁ ଗଲେ, ଯୀଶୁ ସମାନଙ୍କେୁ ଯଭେଳି କହିଥିଲେ, ଠିକ୍ ସହେି ଅନୁସାରେ ସମାନେେ ଗଧଟିକୁ ପାଇଗଲେ।
32 Os que tinham sido enviados foram e encontraram o animal exatamente como ele lhes tinha dito.
33 ଶିଷ୍ଯମାନେ ଗଧଟିକୁ ଫିଟାଉଥିବା ସମୟରେ ଗଧଟିର ମାଲିକମାନେ ବାହାରି ଆସିଲେ। ସମାନେେ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭମାନେେ ଗଧଟିକୁ କାହିଁକି ଫିଟାଉଛ?
33 Quando estavam desamarrando o jumentinho, os seus donos lhes perguntaram: "Por que vocês estão desamarrando o jumentinho? "
34 ଶିଷ୍ଯମାନେ କହିଲେ, ଏହାଠା ରେ ପ୍ରଭୁଙ୍କର ଦରକାର ଅଛି।
34 Eles responderam: "O Senhor precisa dele".
35 ତା'ପରେ ଶିଷ୍ଯମାନେ ଗଧଟିକୁ ଯୀଶୁଙ୍କ ପାଖକୁ ଆଣିଲେ। ସମାନେେ ଗଧ ପିଠି ଉପରେ ସମାନଙ୍କେର ଲୁଗା ପକଇେଲେ। ତା'ପରେ ସମାନେେ ଯୀଶୁଙ୍କୁ ଗଧ ଉପରେ ବସାଇଲେ।
35 Levaram-no a Jesus, lançaram seus mantos sobre o jumentinho e fizeram que Jesus montasse nele.
36 ଯୀଶୁ ଗଧ ଉପରେ ବସି ୟିରୂଶାଲମ ଆଡକୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗ ରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ।
36 Enquanto ele prosseguia, o povo estendia os seus mantos pelo caminho.
37 ଯୀଶୁ ୟିରୂଶାଲମର ପାଖ ହାଇେ ଆସୁଥିଲେ, ସେ ଜୀତପର୍ବତର ପାଦ ଦେଶ ନିକଟରେ ପହନ୍ଚିଲେ। ଯୀଶୁଙ୍କର ସମୁଦାୟ ଶିଷ୍ଯଦଳ ଖୁସି ଥିଲେ। ସମାନେେ ଉଚ୍ଚସ୍ବର ରେ ପରମେଶ୍ବରଙ୍କ ପ୍ରଶଂସା ଗାନ କରିବାକୁ ଲାଗିଲେ। ସମାନେେ ଯେଉଁ ସବୁ ଶକ୍ତିର କାର୍ୟ୍ଯମାନ ଦେଖୁଥିଲେ, ସେଥିପାଇଁ ପରମେଶ୍ବରଙ୍କ ସ୍ତୁତିଗାନ କଲେ। ସମାନେେ କହିଲେ,
37 Quando ele já estava perto da descida do monte das Oliveiras, toda a multidão dos discípulos começou a louvar a Deus alegremente, em alta voz, por todos os milagres que tinham visto. Exclamavam:
38 ସ୍ବାଗତ କରି କହିଲେ:
38 "Bendito é o rei que vem em nome do Senhor! " "Paz no céu e glória nas alturas! "
39 ଜନଗହଳି ରେ କେତେ ଜଣ ରହିଥିବା ଫାରୂଶୀ ଯୀଶୁଙ୍କୁ କହିଲେ, ଗୁରୁ, ତୁମ୍ଭର ଶିଷ୍ଯମାନଙ୍କୁ ଏ ସବୁ କଥା ନ କହିବାକୁ କୁହ।
39 Alguns dos fariseus que estavam no meio da multidão disseram a Jesus: "Mestre, repreende os teus discípulos! "
40 କିନ୍ତୁ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ କହୁଛି, ଏସବୁ କଥା ନିଶ୍ଚୟ କୁହାୟିବ। ଯଦି ମାରେ ଶିଷ୍ଯମାନେ ଏସବୁ କଥା ନକୁହନ୍ତି। ତାହା ହେଲେ ଏ ପଥର ସବୁ ପାଟି କରି ତାହାସବୁ କହିବେ।
40 "Eu lhes digo", respondeu ele, "se eles se calarem, as pedras clamarão".
41 ଯୀଶୁ ୟିରୁଶାଲମ ପାଖ ରେ ପହନ୍ଚିଲେ। ଯୀଶୁ ୟିରୁଶାଲମ ନଗରକୁ ଦେଖି ତା'ପାଇଁ କାନ୍ଦି ପକାଇଲେ।
41 Quando se aproximou e viu a cidade, Jesus chorou sobre ela
42 ଯୀଶୁ ୟିରୁଶାଲମକୁ କହିଲେ, ତୁମ୍ଭକୁ କିପରି ଶାନ୍ତି ମିଳିପାରିବ, ତାହା ତୁମ୍ଭମାନେେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭମାନେେ ଜାଣି ପାରିବନାହିଁ। କାରଣ ତାାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି।
42 e disse: "Se você compreendesse neste dia, sim, você também, o que traz a paz! Mas agora isso está oculto aos seus olhos.
43 ତୁମ୍ଭ ସକାେଶ ଏପରି ସମୟ ଆସୁଛି। ଯେତବେେଳେ କି ତୁମ୍ଭର ଶତୃମାନେ ତୁମ୍ଭ ଚାରିପଟେ ଗୋଟିଏ ପାଚରେୀ ତିଆରି କରି ଦବେେ। ତୁମ୍ଭ ଶତୃମାନେ ତୁମ୍ଭକୁ ଫରେିଯାଇ ଅବ ରୋଧ କରିବେ।
43 Virão dias em que os seus inimigos construirão trincheiras contra você, e a rodearão e a cercarão de todos os lados.
44 ସମାନେେ ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ନଷ୍ଟ କରି ଦବେେ। ତୁମ୍ଭ କୋଠଗୁଡିକର ଗୋଟିଏ ହେଲେ ପଥର ଅନ୍ୟ ପଥରଟି ଉପରେ ସମାନେେ ରେଖଇ ଦବେେ ନାହିଁ। ଏସବୁ ଘଟିବ। କାରଣ ତୁମ୍ଭକୁ ଉଦ୍ଧାର କରିବା ପାଇଁ ପରମେଶ୍ବର ଯେତବେେଳେ ଆସିଥିଲେ, ସେ ସମୟଟିକୁ ତୁମ୍ଭେ ଚିହ୍ନି ପାରିଲ ନାହିଁ।
44 Também a lançarão por terra, você e os seus filhos. Não deixarão pedra sobre pedra, porque você não reconheceu o tempo em que Deus a visitaria".
45 ଯୀଶୁ ମନ୍ଦିର ଭିତରକୁ ଗଲେ। ସେ ମନ୍ଦିର ପରିସର ଭିତ ରେ କିଣା ବିକା କରୁଥିବା ଲୋକମାନଙ୍କୁ ବାହାର କରିବାକୁ ଲାଗିଲେ।
45 Então ele entrou no templo e começou a expulsar os que estavam vendendo.
46 ଯୀଶୁ କହିଲେ, ଶାସ୍ତ୍ର ରେ ଲଖାେଅଛି: 'ମାେ ଗୃହ ପ୍ରାର୍ଥନାଗୃହ ହବେ।' କିନ୍ତୁ ତୁମ୍ଭମାନେେ ଏହାକୁ ଚୋରମାନଙ୍କ ଆଡ୍ଡାସ୍ଥଳି କରି ଦଇେଛ।'
46 Disse-lhes: "Está escrito: ‘A minha casa será casa de oração’; mas vocês fizeram dela ‘um covil de ladrões’".
47 ଯୀଶୁ ପ୍ରତିଦିନ ମନ୍ଦିର ରେ ଉପଦେଶ ଦେଉଥିଲେ। ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ଜୀବନ ରେ ମାରି ଦବୋକୁ ଚାହୁଁଥିଲେ।
47 Todos os dias ele ensinava no templo. Mas os chefes dos sacerdotes, os mestres da lei e os líderes do povo procuravam matá-lo.
48 କିନ୍ତୁ ସବୁ ଲୋକ ଯୀଶୁଙ୍କ ଉପଦେଶ ମନଧ୍ଯାନ ଦଇେ ଶୁଣୁଥିଲେ। ସମାନେେ ଯୀଶୁଙ୍କ କଥାପ୍ରତି ପ୍ରବଳ ଆଗ୍ରହ ପ୍ରକାଶ କରୁଥିଲେ। ତେଣୁ ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ କ'ଣ କରିବେ ବୋଲି କିଛି ସ୍ଥିର କରିପାରୁ ନଥିଲେ।
48 Todavia, não conseguiam encontrar uma forma de fazê-lo, porque todo o povo estava fascinado pelas suas palavras.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Lucas 19, comparar traduções ou montar um estudo — tudo direto pelo WhatsApp.