Lucas 1
Oriya Bible (GL_ORIYA) vs VC
1 ପ୍ରିୟ ଥିୟଫିଲ,
1 Muitos empreenderam compor uma história dos acontecimentos que se realizaram entre nós,
2 ଯେଉଁମାନେ ଏ ଘଟଣା ଗୁଡିକୁ ନିଜେ ଆରମ୍ଭରୁ ଦେଖିଛନ୍ତି ଏବଂ ଲୋକମାନଙ୍କ ମଧିଅରେ ତାହାଙ୍କ ବାର୍ତ୍ତା ପ୍ରଚାର କରି ପରମେଶ୍ବରଙ୍କ ସବୋ କରିଛନ୍ତି, ସହେିମାନଙ୍କଠାରୁ ଯେଉଁ ବିଷୟ ଆମ୍ଭମାନେେ ଶିକ୍ଷା କରିଛୁ ଠିକ୍ ସହେିସବୁ କଥା ସମାନେେ ଲେଖିଅଛନ୍ତି।
2 como no-los transmitiram aqueles que foram desde o princípio testemunhas oculares e que se tornaram ministros da palavra.
3 ହେ ମାନ୍ଯବର, ଯେ ହତେୁ ପ୍ରଥମରୁ ମୁଁ ନିଜେ ସାବଧାନ ହାଇେ ଏ ସବୁ ଅନୁଧ୍ଯାନ କରିଛି, ସେଥିସକାେଶ ତୁମ୍ଭ ପାଇଁ ଏହାର ଗୋଟିଏ କ୍ରମିକ ବିବରଣୀ ଏକ ପୁସ୍ତକ ଆକାର ରେ ଲେଖିବାକୁ ମୁଁ ଉଚିତ ମନେ କଲି।
3 Também a mim me pareceu bem, depois de haver diligentemente investigado tudo desde o princípio, escrevê-los para ti segundo a ordem, excelentíssimo Teófilo,
4 ମୁଁ ଏଗୁଡିକ ଲେଖିବା ଫଳ ରେ ତୁମ୍ଭମାନେେ ଜାଣି ପାରିବ ଯେ ଆପଣଙ୍କୁ ଯାହା ସବୁ ଶିକ୍ଷା ଦିଆ ଯାଇଛି, ତାହା ସତ୍ଯ।
4 para que conheças a solidez daqueles ensinamentos que tens recebido.
5 ହରେୋଦ ୟିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ 'ଅବିୟଙ୍କ' ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ।
5 Nos tempos de Herodes, rei da Judéia, houve um sacerdote por nome Zacarias, da classe de Abias; sua mulher, descendente de Aarão, chamava-se Isabel.
6 ସମାନେେ ଦୁ ହେଁ ପରମେଶ୍ବରଙ୍କ ଆଗ ରେ ଉତ୍ତମ ବ୍ଯକ୍ତି ଥିଲେ। ସମାନେେ ଉଭୟ ପ୍ରଭୁଙ୍କର ସମସ୍ତ ଆଜ୍ଞା ପାଳନ କରୁଥିଲେ। ପ୍ରଭୁ ଲୋକମାନଙ୍କୁ ପାଳିବାକୁ କହିଥିବା ସମସ୍ତ କଥା ସମାନେେ ଦୁ ହେଁ ପାଳୁଥିଲେ। ସମାନଙ୍କେର କୌଣସି ଭୁଲ ନଥିଲା।
6 Ambos eram justos diante de Deus e observavam irrepreensivelmente todos os mandamentos e preceitos do Senhor.
7 କିନ୍ତୁ ସମାନଙ୍କେର କୌଣସି ସନ୍ତାନସନ୍ତତି ନଥିଲେ। ଏଲୀଶାବେଥ ବନ୍ଧ୍ଯା ଥିଲେ। ଉଭୟେ ଜିଖରିୟ ଓ ଏଲୀଶାବେଥ ବୁଢା ବୁଢୀ ହାଇେ ଯାଇଥିଲେ।
7 Mas não tinham filho, porque Isabel era estéril e ambos de idade avançada.
8 ଜିଖରିୟ ତାହାଙ୍କ ଦଳ ତରଫରୁ ଜଣେ ଯାଜକ ହିସାବ ରେ ମନ୍ଦିର ରେ ପରମେଶ୍ବରଙ୍କ ସବୋକାର୍ୟ୍ଯ କରୁଥିଲେ। ସବୋକାର୍ୟ୍ଯ କରିବା ପାଇଁ ତାହାଙ୍କ ଦଳର ପାଳି ପଡିଲା।
8 Ora, exercendo Zacarias diante de Deus as funções de sacerdote, na ordem da sua classe,
9 ଧୂପ ଅର୍ପଣ କରିବା ପାଇଁ ଯାଜକମାନେ ସଦା ବେଳେ ଜଣେ ଯାଜକଙ୍କୁ ବାଛୁଥିଲେ। ଜିଖରିୟଙ୍କୁ ଏଥିପାାଇଁ ବଛାଗଲା। ତେଣୁ ଜିଖରିୟ ପ୍ରଭୁଙ୍କ ମନ୍ଦିର ଭିତରକୁ ଧୂପ ଦବୋ ପାଇଁ ଗଲେ।
9 coube-lhe por sorte, segundo o costume em uso entre os sacerdotes, entrar no santuário do Senhor e aí oferecer o perfume.
10 ବାହା ରେ ବହୁତ ଲୋକ ଜମା ହାଇେଥିଲେ। ଧୂପ ଲାଗିବା ସମୟରେ ସମାନେେ ପ୍ରାର୍ଥନା କରୁଥିଲେ।
10 Todo o povo estava de fora, à hora da oferenda do perfume.
11 ସହେି ସମୟରେ ଜିଖରିୟଙ୍କ ଆଗ ରେ ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ଦର୍ଶନ ଦେଲେ। ସେ ଧୂପବଦେୀର ଡାହାଣ ପଟେ ଠିଆ ହାଇେଥିଲେ।
11 Apareceu-lhe então um anjo do Senhor, em pé, à direita do altar do perfume.
12 ଜିଖରିୟ ସ୍ବର୍ଗଦୂତଙ୍କୁ ଦେଖିବା ମାତ୍ ରେ ବିଚଳିତ ଓ ବହୁତ ଭୟଭୀତ ହେଲେ।
12 Vendo-o, Zacarias ficou perturbado, e o temor assaltou-o.
13 କିନ୍ତୁ ସ୍ବର୍ଗଦୁତ ତାହାଙ୍କୁ କହିଲେ, ଜିଖରିୟ! ଭୟ କରନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ବର ଶଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭମାନେେ ତାହାର ନାମ ଯୋହନ ରଖିବ।
13 Mas o anjo disse-lhe: Não temas, Zacarias, porque foi ouvida a tua oração: Isabel, tua mulher, dar-te-á um filho, e chamá-lo-ás João.
14 ତୁମ୍ଭେ ଅତ୍ଯନ୍ତ ଖୁସି ହବେ। ତାହାଙ୍କର ଜନ୍ମ ହତେୁ ବହୁତ ଲୋକ ଖୁସି ହବେେ।
14 Ele será para ti motivo de gozo e alegria, e muitos se alegrarão com o seu nascimento;
15 ପ୍ରଭୁଙ୍କ ପାଇଁ ଯୋହନ ମହାନ ହବେେ। ସେ କବେେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ଯପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହବେେ।
15 porque será grande diante do Senhor e não beberá vinho nem cerveja, e desde o ventre de sua mãe será cheio do Espírito Santo;
16 ଯୋହନ ଅନକେ ଇଶ୍ରାୟେଲ ଲୋକଙ୍କୁ ପ୍ରଭୁଙ୍କ ପାଖକୁ ଫରେି ଆସିବାକୁ ସାହାୟ୍ଯ କରିବେ। ପ୍ରଭୁ ସମାନଙ୍କେର ପରମେଶ୍ବର ଅଟନ୍ତି।
16 ele converterá muitos dos filhos de Israel ao Senhor, seu Deus,
17 ଯୋହନ ନିଜେ ଅଗ୍ରଗାମୀ ରୂପେ ପ୍ରଭୁଙ୍କ ପୂର୍ବରୁ ଯିବେ। ସେ ଏଲିୟଙ୍କ ପରି ଶକ୍ତିଶାଳୀ ହବେେ। ସେ ଏଲିୟଙ୍କ ଆତ୍ମା ଲାଭ କରିବେ। ସେ ପିତାଗଣ ଓ ସନ୍ତାନମାନଙ୍କ ମଧିଅରେ ଶାନ୍ତି ସ୍ଥାପନ କରିବେ। ପରମେଶ୍ବରଙ୍କୁ ଅବଜ୍ଞା କରୁଥିବା ଅନକେ ଲୋକମାନଙ୍କୁ ଧାର୍ମିକମାନଙ୍କ ଦୃଷ୍ଟିର ଠିକ୍ ମାର୍ଗକୁ ସେ ନଇେ ଆସିବେ। ପ୍ରଭୁଙ୍କ ଆଗମନ ପାଇଁ ସେ ଲୋକମାନଙ୍କୁ ପ୍ରସ୍ତୁତ କରିବେ।
17 e irá adiante de Deus com o espírito e poder de Elias para reconduzir os corações dos pais aos filhos e os rebeldes à sabedoria dos justos, para preparar ao Senhor um povo bem disposto.
18 ଜିଖରିୟ ସ୍ବର୍ଗଦୂତଙ୍କୁ କହିଲେ, ତୁମ୍ଭେ ଯାହା କହୁଛ, ତାହା ସତ୍ଯ ବୋଲି ମୁଁ କିପରି ଜାଣିବି? ମୁଁ ଜଣେ ବୁଢା ଲୋକ ଓ ମାରେ ପତ୍ନୀ ମଧ୍ଯ ବୁଢୀ ହାଇଗେଲଣେି।
18 Zacarias perguntou ao anjo: Donde terei certeza disto? Pois sou velho e minha mulher é de idade avançada.
19 ସ୍ବର୍ଗଦୂତ ଉତ୍ତର ଦେଲେ, ମୁଁ ଗାବ୍ରୀଯଲେ। ମୁଁ ପରମେଶ୍ବରଙ୍କ ସାମନା ରେ ଠିଆ ହାଇେଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଚାର ଦବୋକୁ ପରମେଶ୍ବର ମାେତେ ପଠାଇଛନ୍ତି।
19 O anjo respondeu-lhe: Eu sou Gabriel, que assisto diante de Deus, e fui enviado para te falar e te trazer esta feliz nova.
20 ଏବେ ଶୁଣ! ତୁମ୍ଭମାନେେ ମାେ କଥା ରେ ବିଶ୍ବାସ କଲ ନାହିଁ। କିନ୍ତୁ ନିଶ୍ଚିତ ସମୟ ଆସିଲେ ଏହା ସତ୍ଯ ବୋଲି ପ୍ରମାଣିତ ହବେ। ଏବେ ତୁମ୍ଭେ ମୂକ ହାଇଯେିବ। ଯେ ପର୍ୟ୍ଯନ୍ତ ଏସବୁ ନ ଘଟିଛି, ସେ ପର୍ୟ୍ଯନ୍ତ ତୁମ୍ଭମାନେେ କହିବା ଶକ୍ତି ହ ରଇେ ବସିବ।
20 Eis que ficarás mudo e não poderás falar até o dia em que estas coisas acontecerem, visto que não deste crédito às minhas palavras, que se hão de cumprir a seu tempo.
21 ତଣେେ ଲୋକମାନେ ବାହା ରେ ଜିଖରିୟଙ୍କୁ ଅପେକ୍ଷା କରିଥିଲେ। ସମାନେେ ଆଶ୍ଚର୍ୟ୍ଯ ହେଲେ ଯେ ଏତେ ସମୟ ପର୍ୟ୍ଯନ୍ତ ଜିଖରିୟ ମନ୍ଦିର ଭିତ ରେ କାହିଁକି ଅଟକି ରହିଛନ୍ତି!
21 No entanto, o povo estava esperando Zacarias; e admirava-se de ele se demorar tanto tempo no santuário.
22 ଯେତବେେଳେ ଜିଖରିୟ ବାହାରକୁ ଆସିଲେ, ସେତବେେଳେ ସେ କିଛି କଥା କରିପାରୁ ନ ଥିଲେ। ତେଣୁ ସମାନେେ ବୁଝି ପାରିଲେ ଯେ, ସେ ମନ୍ଦିର ଭିତ ରେ କୌଣସି ଦିବ୍ଯଦର୍ଶନ ପାଇଛନ୍ତି। ସେ ମୂକ ହାଇେ ଯାଇଥିଲେ ଓ କବଳେ ଠାର ରେ କହୁଥିଲେ।
22 Ao sair, não lhes podia falar, e compreenderam que tivera no santuário uma visão. Ele lhes explicava isto por acenos; e permaneceu mudo.
23 ଜିଖରିୟଙ୍କ ସବୋକାର୍ୟ୍ଯର ସମୟ ଶଷେ ହାଇଯେିବା ପରେ ସେ ଘରକୁ ଫରେିଗଲେ।
23 Decorridos os dias do seu ministério, retirou-se para sua casa.
24 ତା'ପରେ ଜିଖରିୟଙ୍କ ପତ୍ନୀ ଏଲୀଶାବେଥ ଗର୍ଭବତୀ ହେଲେ, ତେଣୁ ଏଲୀଶାବେଥ ଘର ବାହାରକୁ ପାଞ୍ଚମାସ ପର୍ୟ୍ଯନ୍ତ ବାହାରିଲେ ନାହିଁ। ଏଲୀଶାବେଥ କହିଲେ,
24 Algum tempo depois Isabel, sua mulher, concebeu; e por cinco meses se ocultava, dizendo:
25 ଦେଖ, ଶଷେ ରେ ପରମେଶ୍ବର ମାେତେ ସାହାୟ୍ଯ କରିଛନ୍ତି। ଲୋକମାନଙ୍କ ମଧିଅରେ ମାରେ ଲଜ୍ଜା ନିବାରଣ କରିବା ପାଇଁ ପ୍ରଭୁ ମାେ' ପ୍ରତି ସଦୟ ହାଇେଛନ୍ତି।
25 Eis a graça que o Senhor me fez, quando lançou os olhos sobre mim para tirar o meu opróbrio dentre os homens.
26 ଏଲୀଶାବେଥଙ୍କର ଗର୍ଭର ଷଷ୍ଠମାସ ଚାଲୁଥିଲା। ଗାଲିଲୀର ଗୋଟିଏ ସହର ନାଜରିତ ରେ ବାସ କରୁଥିବା ଜଣେ କୁମାରୀକନ୍ଯା ପାଖକୁ ପରମେଶ୍ବର ଦୂତ ଗାବ୍ରୀଯଲଙ୍କେୁ ପଠାଇଲେ।
26 No sexto mês, o anjo Gabriel foi enviado por Deus a uma cidade da Galiléia, chamada Nazaré,
27 ଦାଉଦଙ୍କ ବଂଶଜ ୟୋ ସଫେ ନାମକ ଜଣେ ପୁରୁଷ ସହିତ ସେ କନ୍ଯାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ତାହାଙ୍କର ନାମ ମରିୟମ ଥିଲା।
27 a uma virgem desposada com um homem que se chamava José, da casa de Davi e o nome da virgem era Maria.
28 ସ୍ବର୍ଗଦୂତ ସହେି କନ୍ଯା ପାଖକୁ ଆସି କହିଲେ, ନମସ୍କାର। ପ୍ରଭୁ ତୁମ୍ଭକୁ ଅନୁଗ୍ରହ କରିଛନ୍ତି। ସେ ତୁମ୍ଭ ସହିତ ଅଛନ୍ତି।
28 Entrando, o anjo disse-lhe: Ave, cheia de graça, o Senhor é contigo.
29 ମରିୟମ ସ୍ବର୍ଗଦୂତଙ୍କ କଥା ଶୁଣି ଉଦବିଗ୍ନ ହାଇଗେଲେ। ତାହାଙ୍କ ଅଭିବାଦନର ଅର୍ଥ କ'ଣ ହାଇପୋ ରେ, ସହେିକଥା ଭାବି ସେ ଚିନ୍ତା ରେ ପଡିଗଲେ।
29 Perturbou-se ela com estas palavras e pôs-se a pensar no que significaria semelhante saudação.
30 ସ୍ବର୍ଗଦୂତ ତାହାଙ୍କୁ କହିଲେ, ମରିୟମ! ଭୟ କରନାହିଁ। କାରଣ ପରମେଶ୍ବର ତୁମ୍ଭ ଉପରେ ପ୍ରସନ୍ନ ହାଇେଛନ୍ତି।
30 O anjo disse-lhe: Não temas, Maria, pois encontraste graça diante de Deus.
31 ଶୁଣ, ତୁମ୍ଭେ ଗର୍ଭଗତୀ ହବେ। ତୁମ୍ଭେ ଗୋଟିଏ ପୁତ୍ର ସନ୍ତାନକୁ ଜନ୍ମ ଦବେ। ତୁମ୍ଭେ ତାହାଙ୍କ ନାମ ଯୀଶୁ ରଖିବ।
31 Eis que conceberás e darás à luz um filho, e lhe porás o nome de Jesus.
32 ସେ ମହାନ୍ ହବେେ। ଲୋକମାନେ ତାହାଙ୍କୁ ସର୍ବୋପରିସ୍ଥ ପରମେଶ୍ବରଙ୍କ ପୁତ୍ର ବୋଲି କହିବେ ଏବଂ ପ୍ରଭୁ ପରମେଶ୍ବର ତାହାଙ୍କୁ ତାହାଙ୍କର ପୂର୍ବ ପୁରୁଷ ଦାଉଦଙ୍କ ସିଂହାସନ ପ୍ରଦାନ କରିବେ।
32 Ele será grande e chamar-se-á Filho do Altíssimo, e o Senhor Deus lhe dará o trono de seu pai Davi; e reinará eternamente na casa de Jacó,
33 ସେ ଅନନ୍ତକାଳ ପର୍ୟ୍ଯନ୍ତ ଯାକୁବବଂଶ ଉପରେ ରାଜତ୍ବ କରିବେ। ଯୀଶୁଙ୍କ ରାଜ୍ଯର କବେେ ହେଲେ ଶଷେ ହବେ ନାହିଁ।
33 e o seu reino não terá fim.
34 ମରିୟମ ସ୍ବର୍ଗଦୂତଙ୍କୁ ପଚାରିଲେ, ଏହା କିପରି ଘଟିବ? ମୁଁ ଏବେ ମଧ୍ଯ କୁମାରୀ ଅଛି?
34 Maria perguntou ao anjo: Como se fará isso, pois não conheço homem?
35 ସ୍ବର୍ଗଦୂତ ମରିୟମଙ୍କୁ କହିଲେ, ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହି ଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହବେେ। ସେ ପରମେଶ୍ବରଙ୍କ ପୁତ୍ରଭାବରେ ଖ୍ଯାତ ହବେେ।
35 Respondeu-lhe o anjo: O Espírito Santo descerá sobre ti, e a força do Altíssimo te envolverá com a sua sombra. Por isso o ente santo que nascer de ti será chamado Filho de Deus.
36 ତୁମ୍ଭର ସମ୍ପର୍କୀୟ ଏଲୀଶାବେଥ ମଧ୍ଯ ଗର୍ଭବତୀ ଅଛନ୍ତି। ବହୁତ ବୁଢୀ ହାଇଯୋଇଥିଲେ ମଧ୍ଯ ସେ ଏବେ ଗୋଟିଏ ପୁତ୍ରସନ୍ତାନକୁ ଜନ୍ମ ଦବେେ। ସମସ୍ତେ ଭାବୁଥିଲେ ଯେ ସେ ଏଣିକି ଆଉ ସନ୍ତାନସନ୍ତତି ପାଇବାକୁ ସମର୍ଥ ହବେନୋହିଁ। କିନ୍ତୁ ସେ ଏବେ ଛଅ ମାସର ଗର୍ଭବତୀ ଅଟନ୍ତି।
36 Também Isabel, tua parenta, até ela concebeu um filho na sua velhice; e já está no sexto mês aquela que é tida por estéril,
37 ପରମେଶ୍ବର ସବୁ କିଛି କରି ପାରନ୍ତି। ତାହାଙ୍କ ପାଇଁ ଅସମ୍ଭବ ବୋଲି କିଛି ନାହିଁ।
37 porque a Deus nenhuma coisa é impossível.
38 ମରିୟମ କହିଲେ, ମୁଁ ପ୍ରଭୁଙ୍କର ଦାସୀ କନ୍ଯା ଅଟେ। ତୁମ୍ଭେ ମାେତେ ଯାହା କହିଲ, ମାେ ପାଇଁ ତାହା ହିଁ ହେଉ। ତା'ପରେ ସ୍ବର୍ଗଦୂତ ତାହାଙ୍କ ପାଖରୁ ଚାଲିଗଲେ।
38 Então disse Maria: Eis aqui a serva do Senhor. Faça-se em mim segundo a tua palavra. E o anjo afastou-se dela.
39 ଠିକ୍ ତା'ପରେ ମରିୟମ ପ୍ରସ୍ତୁତ ହେଲେ ଓ ତରତର ହାଇେ ୟିହୂଦାର ପାହାଡିଆ ପ୍ରଦେଶସ୍ଥିତ ଗୋଟିଏ ନଗରକୁ ବାହାରି ପଡିଲେ।
39 Naqueles dias, Maria se levantou e foi às pressas às montanhas, a uma cidade de Judá.
40 ସେ ଜିଖରିୟଙ୍କ ଘରକୁ ଯାଇ ଏତୀଶାବେଥଙ୍କୁ ଅଭିବାଦନ କଲେ।
40 Entrou em casa de Zacarias e saudou Isabel.
41 ସରିୟମଙ୍କ ଅଭିବାଦନ ଶୁଣିବା ମାତ୍ ରେ ଏଲୀଶାବେଥଙ୍କ ଗର୍ଭସ୍ଥ ସନ୍ତାନ ନାଚି ଉଠିଲା। ଏଲୀଶାବେଥ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ।
41 Ora, apenas Isabel ouviu a saudação de Maria, a criança estremeceu no seu seio; e Isabel ficou cheia do Espírito Santo.
42 ଏଲୀଶାବେଥ ବଡ ପାଟି ରେ କହିଲେ, ତୁମ୍ଭେ ସମସ୍ତ ନାରୀମାନଙ୍କ ଅପେକ୍ଷା ଅଧିକ ଧନ୍ଯା। କାରଣ ଯେଉଁ ଶିଶୁକୁ ତୁମ୍ଭେ ଜନ୍ମ ଦବୋକୁ ଯାଉଅଛ, ପରମେଶ୍ବର ତାହାକୁ ଧନ୍ଯ କରିଛନ୍ତି।
42 E exclamou em alta voz: Bendita és tu entre as mulheres e bendito é o fruto do teu ventre.
43 ତୁମ୍ଭେ ମାେ ପ୍ରଭୁଙ୍କ ମାଆ ଏବଂ ତୁମ୍ଭେ ମାେ ପାଖକୁ ଆସିଛ! ମାେ ପାଇଁ ଏତେ ବଡ ଭଲ ଘଟଣା କାହିଁକି ଘଟିଲା?
43 Donde me vem esta honra de vir a mim a mãe de meu Senhor?
44 ମୁଁ ତୁମ୍ଭ ଅଭିବାଦନର ସ୍ବର ଶୁଣିବା ମାତ୍ ରେ ମାରେ ଗର୍ଭସ୍ଥ ସନ୍ତାନ ଆନନ୍ଦ ରେ ନାଚି ଉଠିଲା।
44 Pois assim que a voz de tua saudação chegou aos meus ouvidos, a criança estremeceu de alegria no meu seio.
45 ତୁମ୍ଭେ ଧନ୍ଯା। କାରଣ ପ୍ରଭୁ ତୁମ୍ଭକୁ ଯାହା କହିଥିଲେ ତୁମ୍ଭେ ତାହା ବିଶ୍ବାସ କରିଛ। ଏ କଥା ନିଶ୍ଚୟ ଘଟିବ ବୋଲି ତୁମ୍ଭେ ବିଶ୍ବାସ କଲ।
45 Bem-aventurada és tu que creste, pois se hão de cumprir as coisas que da parte do Senhor te foram ditas!
46 ତା'ପରେ ମରିୟମ କହିଲେ,
46 E Maria disse: Minha alma glorifica ao Senhor,
47 ମାରେ ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି। ମାରହେୃଦୟ ଆନନ୍ଦ ରେ ପରିପୂର୍ଣ୍ଣ। କାରଣ ପରମେଶ୍ବର ମାରେ ଉଦ୍ଧାର କର୍ତ୍ତା।
47 meu espírito exulta de alegria em Deus, meu Salvador,
48 ମାରେ କିଛି ମହତ୍ତ୍ବ ନାହିଁ, କିନ୍ତୁ ପରମେଶ୍ବର ମାେ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ। ଆଜିଠାରୁ ସମସ୍ତେ ମାେତେ ସବୁ ଧନ୍ଯ କହିବେ।
48 porque olhou para sua pobre serva. Por isto, desde agora, me proclamarão bem-aventurada todas as gerações,
49 କାରଣ ସର୍ବଶକ୍ତିମାନ ପରମେଶ୍ବର ମାେ ପାଇଁ ମହାନ୍ କାର୍ୟ୍ଯ ସବୁ କରିଛନ୍ତି। ତାହାଙ୍କର ନାମ ପବିତ୍ର ହେଉ।
49 porque realizou em mim maravilhas aquele que é poderoso e cujo nome é Santo.
50 ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେ ସମାନଙ୍କେୁ ସଦାସର୍ବଦା ଦୟା କରନ୍ତି।
50 Sua misericórdia se estende, de geração em geração, sobre os que o temem.
51 ସେ ତାହାଙ୍କର ବାହୁର ଶକ୍ତି ଦଖାଇେଛନ୍ତି। ସେ ଅହଂକାରୀ ଲୋକମାନଙ୍କୁ ଛିନ୍ନଛତ୍ର କରି ସମାନଙ୍କେର ସମସ୍ତ ଯୋଜନା ଧ୍ବଂସ କରି ଦେଲେ।
51 Manifestou o poder do seu braço: desconcertou os corações dos soberbos.
52 ପରମେଶ୍ବର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।
52 Derrubou do trono os poderosos e exaltou os humildes.
53 ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦଇେ ତୃପ୍ତ କଲେ କିନ୍ତୁ ଧନୀ ଓ ସ୍ବାର୍ଥପର ଲୋକଙ୍କୁ ଖାଲି ହାତ ରେ ଫରୋଇ ଦେଲେ।
53 Saciou de bens os indigentes e despediu de mãos vazias os ricos.
54 ତାହାଙ୍କର ସବୋ କରିବାପାଇଁ ସେ ନିଜେ ବାଛିଥିବା ଇଶ୍ରାୟେଲର ଲୋକମାନଙ୍କୁ ସାହାୟ୍ଯ କଲେ। ସେ ଆମ୍ଭମାନଙ୍କୁ ତାହାଙ୍କର କୃପା ପ୍ରଦାନ କରିଛନ୍ତି।
54 Acolheu a Israel, seu servo, lembrado da sua misericórdia,
55 ସେ ଆମ୍ଭମାନଙ୍କ ପୂର୍ବପୁରୁଷଙ୍କୁ, ଅବ୍ରହାମ ଓ ତାହାଙ୍କର ସନ୍ତାନମାନଙ୍କୁ ସଦାସର୍ବଦା ଦୟା ଦଖାଇବୋ ପାଇଁ ଦଇେଥିବା ତାହାଙ୍କ ପୂର୍ବ ପ୍ରତିଶ୍ରୁତି ପାଳନ କରିଛନ୍ତି।
55 conforme prometera a nossos pais, em favor de Abraão e sua posteridade, para sempre.
56 ମରିୟମ ପ୍ରାୟ ତିନିମାସ ପର୍ୟ୍ଯନ୍ତ ଏଲୀଶାବେଥଙ୍କ ପାଖ ରେ ରହିବା ପରେ ନିଜେ ଘରକୁ ଫରେିଗଲେ।
56 Maria ficou com Isabel cerca de três meses. Depois voltou para casa.
57 ଏଲୀଶାବେଥଙ୍କର ସନ୍ତାନ ପ୍ରସବ କରିବା ସମୟ ହବୋରୁ ସେ ପୁତ୍ରସନ୍ତାନଟିଏ ଜନ୍ମ ଦେଲେ।
57 Completando-se para Isabel o tempo de dar à luz, teve um filho.
58 ତାହାଙ୍କର ପଡ଼ୋଶୀ ଓ ପରିବାରର ଲୋକେ ଶୁଣିଲେ ଯେ ପ୍ରଭୁ ତାହାଙ୍କ ଉପରେ ଅଶଷେ ଦୟା କରିଛନ୍ତି। ସମାନେେ ଏଲୀଶାବେଥଙ୍କ ପାଇଁ ଆନନ୍ଦିତ ହେଲେ।
58 Os seus vizinhos e parentes souberam que o Senhor lhe manifestara a sua misericórdia, e congratulavam-se com ela.
59 ବାଳକର ଜନ୍ମ ହବୋର ଅଷ୍ଟମ ଦିନ ସମାନେେ ଶିଶୁକୁ ସୁନ୍ନତ କରବାକୁ ଆସିଲେ ଓ ସମାନେେ ବାଳକର ନାମ ତାର ପିତାଙ୍କ ନାମ ଅନୁସାରେ ଜିଖରିୟ ଦବୋକୁ ଗ୍ଭହୁଁଥିଲେ।
59 No oitavo dia, foram circuncidar o menino e o queriam chamar pelo nome de seu pai, Zacarias.
60 କିନ୍ତୁ ତାହାଙ୍କ ମାଆ କହିଲେ, ନା, ତା'ର ନାମ ଯୋହନ ଦିଆୟିବ।
60 Mas sua mãe interveio: Não, disse ela, ele se chamará João.
61 ଲୋକମାନେ ଏଲୀଶାବେଥଙ୍କୁ କହିଲେ, ତୁମ୍ଭର କୌଣସି ସମ୍ପର୍କୀୟଙ୍କର ଏଭଳି ନାମ ନାହିଁ।
61 Replicaram-lhe: Não há ninguém na tua família que se chame por este nome.
62 ତା'ପରେ ସମାନେେ ପରେ ତା'ର ବାପାଙ୍କୁ ପଚାରିଲେ, ତୁମ୍ଭେ ଏହି ଶିଶୁର ନାମ କ'ଣ ଦବୋକୁ ଗ୍ଭହୁଁଛ?
62 E perguntavam por acenos ao seu pai como queria que se chamasse.
63 ଏହା ଶୁଣି ଜିଖରିୟ ଲେଖିବା ପାଇଁ ସମାନଙ୍କେୁ ଏକ ଲୋଖାଫଳକ ମାଗି ସେଥି ରେ ଲେଖିଲେ, ତା'ର ନାମ ଯୋହନ।
63 Ele, pedindo uma tabuinha, escreveu nela as palavras: João é o seu nome. Todos ficaram pasmados.
64 ସବୁ ଲୋକ ଆଶ୍ଚର୍ୟ୍ଯ ହାଇଗେଲେ। ତା'ପରେ ତତ୍କ୍ଷଣାତ୍ ଜିଖରିୟଙ୍କ ପାଟି ଖାଲିଗେଲା। ସେ କଥାବାର୍ତ୍ତା କରି ପାରିଲେ। ସେ ପରମେଶ୍ବରଙ୍କର ସ୍ତୁତି କରିବା ରେ ଲାଗିଲେ।
64 E logo se lhe abriu a boca e soltou-se-lhe a língua e ele falou, bendizendo a Deus.
65 ତାହାଙ୍କର ସମସ୍ତ ପଡ଼ୋଶୀ ଭୟଭୀତ ହେଲେ। ୟିହୂଦାର ସମସ୍ତ ପାହାଡିଆ ପ୍ରଦେଶ ରେ ଲୋକେ ଏହି ସବୁ ଘଟଣା ବିଷୟ ରେ ଚର୍ଚ୍ଚା କରିବାକୁ ଲାଗିଲେ।
65 O temor apoderou-se de todos os seus vizinhos; o fato divulgou-se por todas as montanhas da Judéia.
66 ଏ କଥା ଯେଉଁମାନେ ଶୁଣିଲେ, ସମାନେେ ବିସ୍ମିତ ହାଇେ ଗଲେ। ଲୋକେ ଭାବିଲେ, ଏ ବାଳକଟି କ'ଣ ହବେ? ପ୍ରଭୁଙ୍କ ହସ୍ତ ପିଲାଟିର ସହିତ ଅଛି, ସମାନେେ ଏପରି ଭାବିଲେ।
66 Todos os que o ouviam conservavam-no no coração, dizendo: Que será este menino? Porque a mão do Senhor estava com ele.
67 ତା'ପରେ ଯୋହନଙ୍କ ପିତା ଜିଖରିୟ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ଉଠିଲେ। ସେ ଭବିଷ୍ଯଦ୍ବାଣୀ କହିଲେ,
67 Zacarias, seu pai, ficou cheio do Espírito Santo e profetizou, nestes termos:
68 ଇଶ୍ରାୟେଲର ପ୍ରଭୁ ପରମେଶ୍ବରଙ୍କର ସ୍ତୁତି ଗାନ କର। ସେ ନିଜ ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ଆସିଛନ୍ତି ଏବଂ ସମାନଙ୍କେୁ ସ୍ବାଧୀନତା ଦଇେଛନ୍ତି।
68 Bendito seja o Senhor, Deus de Israel, porque visitou e resgatou o seu povo,
69 ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସବେକ ଦାଉଦଙ୍କ ପରିବାରରୁ ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦଇେଛନ୍ତି।
69 e suscitou-nos um poderoso Salvador, na casa de Davi, seu servo
70 ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର ଏହା କରିବେ ବୋଲି କହିଥିଲେ।
70 {como havia anunciado, desde os primeiros tempos, mediante os seus santos profetas},
71 ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କର ଶତୃମାନଙ୍କଠାରୁ ତଥା ଆମ୍ଭମାନଙ୍କୁ ଘୃଣା କରୁଥିବା ସମସ୍ତଙ୍କ ହାତରୁ ରକ୍ଷା କରିବାକୁ ପ୍ରତିଶ୍ରୁତି ଦଇେଥିଲେ।
71 para nos livrar dos nossos inimigos e das mãos de todos os que nos odeiam.
72 ସେ ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦୟା ଦଖାଇବେେ ବୋଲି କହିଥିଲେ ଏବଂ ସେ ତାହାଙ୍କର ପବିତ୍ର ପ୍ରତିଜ୍ଞା ମନେ ରଖିଛନ୍ତି।
72 Assim exerce a sua misericórdia com nossos pais, e se recorda de sua santa aliança,
73 ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ।
73 segundo o juramento que fez a nosso pai Abraão: de nos conceder que, sem temor,
74 ଯେ ସେ ଆମ୍ଭମାନଙ୍କୁ ଆମ୍ଭମାନଙ୍କ ଶତୃଙ୍କ ଶକ୍ତି କବଳରୁ ମୁକ୍ତ କରିବେ। ତା ଫଳ ରେ ଆମ୍ଭମାନେେ ନିର୍ଭୟ ରେ ପରମେଶ୍ବରଙ୍କ ସବୋ କରିପାରିବୁ।
74 libertados de mãos inimigas, possamos servi-lo
75 ଆମ୍ଭମାନେେ ବଞ୍ଚିଥିବା ପର୍ୟ୍ଯନ୍ତ ପରମେଶ୍ବରଙ୍କ ଆଗ ରେ ଧାର୍ମିକ ଓ ପବିତ୍ର ରହିବୁ।
75 em santidade e justiça, em sua presença, todos os dias da nossa vida.
76 ଏବଂ ତୁମ୍ଭେ ହେ ଶିଶୁ! ତୁମ୍ଭେ ସହେି ପର୍ବୋପରିସ୍ଥ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତା ରୂପେ ଖ୍ଯାତ ହବେ। ପ୍ରଭୁଙ୍କ ଆଗମନ ପାଇଁ ଲୋକମାନଙ୍କୁ ପ୍ରସ୍ତୁତ କରିବା ନିମନ୍ତେ ପ୍ରଭୁଙ୍କ ପୂର୍ବରୁ ତୁମ୍ଭେ ପ୍ରଥମେ ୟିବ।
76 E tu, menino, serás chamado profeta do Altíssimo, porque precederás o Senhor e lhe prepararás o caminho,
77 ପରମେଶ୍ବରଙ୍କ ଲୋକଙ୍କୁ ତୁମ୍ଭେ ଜଣଇଦେବେ ଯେ ସମାନଙ୍କେର ପାପକୁ କ୍ଷମା କରି ଦିଆଯାଇ ସମାନଙ୍କେୁ ଉଦ୍ଧାର କରାୟିବ।
77 para dar ao seu povo conhecer a salvação, pelo perdão dos pecados.
78 ଆମ୍ଭମାନଙ୍କ ପରମେଶ୍ବରଙ୍କ ସ୍ନହମୟେ ଅନୁଗ୍ରହ ହତେୁ ସ୍ବର୍ଗରୁ ଆଗତ ଗୋଟିଏ ନୂତନ ଦିନର ପ୍ରଭାତ ଆମ୍ଭମାନଙ୍କୁ ଆଲୋକିତ କରିବ।
78 Graças à ternura e misericórdia de nosso Deus, que nos vai trazer do alto a visita do Sol nascente,
79 ମୃତ୍ଯୁର ଭୟ ରେ ଅନ୍ଧକାର ଭିତ ରେ ବାସ କରୁଥିବା ଲୋକଙ୍କୁ ପରମେଶ୍ବର ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗ ରେ ବାଟ କଢଇେ ନବେେ।
79 que há de iluminar os que jazem nas trevas e na sombra da morte e dirigir os nossos passos no caminho da paz.
80 ଶିଶୁଟି ଏହିପରି ବଢିବାକୁ ଲାଗିଲା ଓ ଆତ୍ମା ରେ ଦୃଢରୁ ଦୃଢତର ହବୋକୁ ଲାଗିଲା। ଇଶ୍ରାୟେଲ ରେ ଉପଦେଶ ପ୍ରଦାନ କରିବାର ଶକ୍ତି ପାଇବା ପର୍ୟ୍ଯନ୍ତ ଯୋହନ ଅନ୍ୟ ଲୋକଙ୍କଠାରୁ ଦୂର ରେ ଏକ ସ୍ଥାନ ରେ ରହିଥିଲେ।
80 O menino foi crescendo e fortificava-se em espírito, e viveu nos desertos até o dia em que se apresentou diante de Israel.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 1, comparar traduções ou montar um estudo — tudo direto pelo WhatsApp.