Lucas 20
Oriya Bible (GL_ORIYA) vs ARA
1 ଦିନେ ଯୀଶୁ ମନ୍ଦିର ଭିତ ରେ ଥିଲେ। ସେ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ଯୀଶୁ ଲୋକମାନଙ୍କୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ସୁସମାଚାର କହୁଥିଲେ। ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଯୀଶୁଙ୍କୁ ପ୍ରଶ୍ନ ପଚାରିବାକୁ ଆସିଲେ।
1 Aconteceu que, num daqueles dias, estando Jesus a ensinar o povo no templo e a evangelizar, sobrevieram os principais sacerdotes e os escribas, juntamente com os anciãos,
2 ସମାନେେ ପଚାରିଲେ, ଆମ୍ଭକୁ କୁହ, କେଉଁ ଅଧିକାର ବଳ ରେ ତୁମ୍ଭେ ଏସବୁ କାମ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦଲୋ?
2 e o arguiram nestes termos: Dize-nos: com que autoridade fazes estas coisas? Ou quem te deu esta autoridade?
3 ଯୀଶୁ ଉତ୍ତର ଦେଲେ, ମୁଁ ମଧ୍ଯ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ମାେତେ କୁହ:
3 Respondeu-lhes: Também eu vos farei uma pergunta; dizei-me:
4 ଯେତବେେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଲେ, ତାହା ପରମେଶ୍ବରଙ୍କଠାରୁ ଆସିଥିଲା ନା ମଣିଷଠାରୁ ଆସିଥିଲା?
4 o batismo de João era dos céus ou dos homens?
5 ପ୍ରଧାନ ଯାଜକ, ଧର୍ମଶାସ୍ତ୍ରୀ ଓ ଯିହୂଦୀ ନେତାମାନେ ଏ ବିଷୟ ରେ କଥାବର୍ତ୍ତା ହେଲେ। ସମାନେେ ପରସ୍ପର କୁହାକୁହି ହେଲେ, ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ବରଙ୍କଠାରୁ ଆସିଥିଲା, ତବେେ ସେ ପଚାରିବେ, 'ତୁମ୍ଭମାନେେ ଯୋହନଙ୍କୁ କାହିଁକି ବିଶ୍ବାସ କଲନାହିଁ?'
5 Então, eles arrazoavam entre si: Se dissermos: do céu, ele dirá: Por que não acreditastes nele?
6 କିନ୍ତୁ ଆମ୍ଭେ ଯଦି କହିବା, ' ଯୋହନଙ୍କ ବାପ୍ତିସ୍ମ ମଣିଷଠାରୁ ଆସିଥିଲା,' ତବେେ ସବୁ ଲୋକ ଆମ୍ଭ ଉପରକୁ ଟକୋପଥର ଫିଙ୍ଗି ଆମ୍ଭକୁ ଜୀବନ ରେ ମାରି ଦବେେ। କାରଣ ସମାନେେ ଯୋହନଙ୍କୁ ଭବିଷ୍ଯଦ୍ବକ୍ତା ରୂପେ ବିଶ୍ବାସ କରନ୍ତି।
6 Mas, se dissermos: dos homens, o povo todo nos apedrejará; porque está convicto de ser João um profeta.
7 ତେଣୁ ସମାନେେ କହିଲେ, ଆମ୍ଭେ ଜାଣିନାହୁଁ।
7 Por fim, responderam que não sabiam.
8 ଯୀଶୁ ସମାନଙ୍କେୁ କହିଲେ, ମୁଁ ତବେେ ତୁମ୍ଭମାନଙ୍କୁ କହିବି ନାହିଁ ଯେ ମୁଁ କେଉଁ ଅଧିକାର ରେ ଏ ସବୁ କାମ କରୁଛି।
8 Então, Jesus lhes replicou: Pois nem eu vos digo com que autoridade faço estas coisas.
9 ତା'ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, ଗୋଟିଏ ଲୋକ କିଛି ଜମି ରେ ଅଙ୍ଗୁର ଚାଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦଇେ ଦଲୋ। ତା'ପରେ ସେ ଦୀର୍ଘ ସମୟ ପର୍ୟ୍ଯନ୍ତ ସଠାରୁେ ଚାଲିଗଲା।
9 A seguir, passou Jesus a proferir ao povo esta parábola: Certo homem plantou uma vinha, arrendou-a a lavradores e ausentou-se do país por prazo considerável.
10 ପରେ ଅଙ୍ଗୁର ତୋଳିବା ସମୟ ଆସିଲା। ତେଣୁ ଲୋକଟି ତାର ଜଣେ ଚାକରକୁ ଏହି କୃଷକମାନଙ୍କ ପାଖକୁ ପଠାଇଲା ଯେପରି କୃଷକମାନେ ତାହାଙ୍କ ଭାଗ ଅଙ୍ଗୁର ଚାକର ହାତ ରେ ଦଇେ ଦବେେ। କିନ୍ତୁ କୃଷକମାନେ ଚାକରକୁ ମାଡ ମାରି ଖାଲି ହାତ ରେ ପଠଇେ ଦେଲେ।
10 No devido tempo, mandou um servo aos lavradores para que lhe dessem do fruto da vinha; os lavradores, porém, depois de o espancarem, o despacharam vazio.
11 ତେଣୁ ଲୋକଟି ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ ମାରିଲେ ଓ ତାପ୍ରତି ଅସମ୍ମାନ ବ୍ଯବହାର କଲେ। ସମାନେେ ତାକୁ ମଧ୍ଯ କିଛି ନଦଇେ ପଠଇେ ଦେଲେ।
11 Em vista disso, enviou-lhes outro servo; mas eles também a este espancaram e, depois de o ultrajarem, o despacharam vazio.
12 ତେଣୁ ଜମିମାଲିକ ପୁଣି ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ତାକୁ ଭୟଙ୍କର ଭାବରେ କ୍ଷତବିକ୍ଷତ କରି ବାହାରକୁ ଫିଙ୍ଗି ଦେଲେ।
12 Mandou ainda um terceiro; também a este, depois de o ferirem, expulsaram.
13 ଜମିମାଲିକ କହିଲା, 'ଏବେ ମୁଁ କ'ଣ କରିବି? ମୁଁ ମାେ ପୁଅକୁ ପଠାଇବି। ମୁଁ ମାେ ପୁଅକୁ ଅତ୍ଯଧିକ ଭଲ ପାଏ। ହୁଏତ ମାେ ପୁଅକୁ କୃଷକମାନେ ସମ୍ମାନ ଦଇପୋରନ୍ତି।'
13 Então, disse o dono da vinha: Que farei? Enviarei o meu filho amado; talvez o respeitem.
14 କୃଷକମାନେ ମାଲିକର ପୁଅକୁ ଦେଖି କୁହାକୁହି ହେଲେ, 'ଏତ ଜମିମାଲିକର ପୁଅ। ଏ ଜମି ଖଣ୍ଡିକ ତାର ହିଁ ହବେ। ଆମ୍ଭେ ତାକୁ ମାରି ଦେଲେ ଜମିଟି ଆମ୍ଭରି ହାଇଯେିବ।'
14 Vendo-o, porém, os lavradores, arrazoavam entre si, dizendo: Este é o herdeiro; matemo-lo, para que a herança venha a ser nossa.
15 ତେଣୁ କୃଷକମାନେ ମାଲିକର ପୁଅକୁ ଜୀବନ ରେ ମାରି ଦେଲେ ଓ ଜମି ବାହାରକୁ ଫିଙ୍ଗି ଦେଲେ।
15 E, lançando-o fora da vinha, o mataram. Que lhes fará, pois, o dono da vinha?
16 ସେ ଆସି ସହେି କୃଷକମାନଙ୍କୁ ଜୀବନ ରେ ମାରିଦବେ। ତା'ପରେ ସହେି ଜମିଟିକୁ ଆଉ କେତକେ କୃଷକଙ୍କୁ ଭାଗ ଦଇେ ଦବେେ।
16 Virá, exterminará aqueles lavradores e passará a vinha a outros. Ao ouvirem isto, disseram: Tal não aconteça!
17 ଯୀଶୁ ସମାନଙ୍କେୁ ଚାହିଁ କହିଲେ, ତବେେ ଧର୍ମଶାସ୍ତ୍ରର ଏହି ପଦ ଅର୍ଥ କ'ଣ ହବେ:
17 Mas Jesus, fitando-os, disse: Que quer dizer, pois, o que está escrito:
18 ଯେଉଁ ଲୋକ ସହେି ପଥର ଉପରେ ଖସି ପଡିବ, ତା'ର ହାଡ ଗୋଡ ଭାଙ୍ଗିୟିବ। କିନ୍ତୁ ସହେି ପଥର ଯାହା ଉପରେ ପଡିବ, ତାହା ତାକୁ ଚୁରମାର୍ କରିଦବେ।
18 Todo o que cair sobre esta pedra ficará em pedaços; e aquele sobre quem ela cair ficará reduzido a pó.
19 ଧର୍ମଶାସ୍ତ୍ରୀ ଓ ମୁଖ୍ଯ ଯାଜକମାନେ ଯୀଶୁଙ୍କଠାରୁ ଏହି ଦୃଷ୍ଟାନ୍ତଟି ଶୁଣିଲେ। ସମାନେେ ଜାଣି ପାରିଲେ ଯେ, ଏହି ଦୃଷ୍ଟାନ୍ତଟି ସମାନଙ୍କେ ଉଦ୍ଦେଶ୍ଯ ରେ କୁହାୟାଇଛି। ତେଣୁ ସମାନେେ ଯୀଶୁଙ୍କୁ ଠିକ୍ ସତେିକି ବେଳେ ବନ୍ଦୀ କରିବାକୁ ଚାହିଁଲେ। କିନ୍ତୁ ଲୋକମାନେ କାଳେ କ'ଣ କିଛି କରିପକାଇବେ, ସେଥିପାଇଁ ସମାନେେ ଡରୁଥିଲେ।
19 Naquela mesma hora, os escribas e os principais sacerdotes procuravam lançar-lhe as mãos, pois perceberam que, em referência a eles, dissera esta parábola; mas temiam o povo.
20 ତେଣୁ ଧର୍ମଶାସ୍ତ୍ରୀ ଏବଂ ଯାଜକମାନେ ଯୀଶୁଙ୍କୁ ଫାନ୍ଦ ରେ ପକାଇବା ପାଇଁ ଉପୟୁକ୍ତ ସମୟ ଅପେକ୍ଷା ରେ ରହିଲେ। ସମାନେେ ଯୀଶୁଙ୍କ ପାଖକୁ କେତକେ ଗୁପ୍ତଚର ପଠାଇଲେ। ସମାନେେ ଏହି ଲୋକମାନଙ୍କୁ ଭଲ ଲୋକ ଭଳି ଛଳନା କରିବା ପାଇଁ କହିଥିଲେ। ସମାନେେ ଯୀଶୁଙ୍କ କହୁଥିବା କଥା ରେ କିଛି ଭୁଲ୍ ବିଷୟ ଖାଜେି ବାହାର କରିବାକୁ ଚାହୁଁଥିଲେ। କାରଣ ଯଦି ସମାନେେ ଯୀଶୁଙ୍କର କିଛି ଭୁଲ ଦେଖି ପାରିବେ, ତବେେ ସମାନେେ ଯୀଶୁଙ୍କ ଉପରେ ଅଧିକାର ଓ କ୍ଷମତା ରହିଥିବା ଶାସନକର୍ତ୍ତାଙ୍କ ହାତ ରେ ଯୀଶୁଙ୍କୁ ଦଇେ ଦବେେ।
20 Observando-o, subornaram emissários que se fingiam de justos para verem se o apanhavam em alguma palavra, a fim de entregá-lo à jurisdição e à autoridade do governador.
21 ସହେି ଲୋକମାନେ ଯୀଶୁଙ୍କୁ କହିଲେ, ଗୁରୁ, ଆମ୍ଭେ ଜାଣିଛୁ ଯେ ଆପଣ ଯାହା କହୁଛନ୍ତି ଓ ଉପଦେଶ ଦେଉଛନ୍ତି, ସେ ସବୁ ଠିକ୍। ଆପଣ କାହାପ୍ରତି ପକ୍ଷପାତପୂର୍ଣ୍ଣ ଆଚରଣ କରୁନାହାଁନ୍ତି। ଆପଣ ପରମେଶ୍ବରଙ୍କ ମାର୍ଗ ବିଷୟ ରେ ଯେଉଁ ଉପଦେଶ ଦେଉଛନ୍ତି, ତାହା ସତ୍ଯ।
21 Então, o consultaram, dizendo: Mestre, sabemos que falas e ensinas retamente e não te deixas levar de respeitos humanos, porém ensinas o caminho de Deus segundo a verdade;
22 ଆମ୍ଭକୁ କୁହ। କାଇସରଙ୍କୁ କର ଦବୋ ଆମ୍ଭ ପକ୍ଷେ ଠିକ୍ ହବେ କି ନାହିଁ?
22 é lícito pagar tributo a César ou não?
23 କିନ୍ତୁ ଯୀଶୁ ଜାଣିଥିଲେ ଯେ ଏହି ଲୋକମାନେ ତାହାଙ୍କୁ ଫାନ୍ଦ ରେ ପକାଇବାକୁ ଚାହୁଁଛନ୍ତି। ତେଣୁ ଯୀଶୁ ସମାନଙ୍କେୁ କହିଲେ,
23 Mas Jesus, percebendo-lhes o ardil, respondeu:
24 ମାେତେ ଗୋଟିଏ ମୁଦ୍ରା ଦଖାେଅ, ମୁଦ୍ରା ଉପରେ କାହାର ନାମ ଅଛି ଏବଂ କାହାର ଛବି ଅଛି?
24 Mostrai-me um denário. De quem é a efígie e a inscrição? Prontamente disseram: De César. Então, lhes recomendou Jesus:
25 ଯୀଶୁ ସମାନଙ୍କେୁ କହିଲେ, ତବେେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦଇଦେିଅ, ଯାହା ପରମେଶ୍ବରଙ୍କର ତାହା ପରମେଶ୍ବରଙ୍କୁ ଦଇଦେିଅ।
25 Dai, pois, a César o que é de César e a Deus o que é de Deus.
26 ଲୋକମାନେ ଯୀଶୁଙ୍କର ଏହି ବୁଦ୍ଧିପୂର୍ଣ୍ଣ ଉତ୍ତର ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କିଛି କହି ପାରିଲେ ନାହିଁ। ସମାନେେ ଯୀଶୁଙ୍କୁ ସମସ୍ତଙ୍କ ଆଗ ରେ ଫାନ୍ଦ ରେ ପକାଇ ପାରିଲେ ନାହିଁ। ଯୀଶୁ ଏଭଳି କିଛି କହିଲେ ନାହିଁ, ଯାହାକୁ ସମାନେେ ଯୀଶୁଙ୍କ ବିରୁଦ୍ଧ ରେ ବ୍ଯବହାର କରିପାରିବେ।
26 Não puderam apanhá-lo em palavra alguma diante do povo; e, admirados da sua resposta, calaram-se.
27 କେତକେ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ବାସ କରନ୍ତି ଯେ ଲୋକେ ମୃତ୍ଯୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସମାନେେ ଯୀଶୁଙ୍କୁ ପଚାରିଲେ,
27 Chegando alguns dos saduceus, homens que dizem não haver ressurreição,
28 ଗୁରୁ! ମାଶାେ ଆମ୍ଭ ପାଇଁ ଲେଖିଥିଲେ ଯେ ଯଦି ଜଣେ ବିବାହିତ ପୁରୁଷ କୌଣସି ସନ୍ତାନସନ୍ତତି ନଥାଇ ମରିଯାଏ, ତବେେ ତାର ଭାଇ ନିଶ୍ଚୟ ସହେି ମୃତ ଭାଇର ପତ୍ନୀକୁ ବିବାହ କରିବ। ତାହାହେଲେ ସେ ତା ମୃତ ଭାଇ ପାଇଁ ସହେି ସ୍ତ୍ରୀଠାରୁ ସନ୍ତାନସନ୍ତତି ଉତ୍ପନ୍ନ କରି ପାରିବ।
28 perguntaram-lhe: Mestre, Moisés nos deixou escrito que, se morrer o irmão de alguém, sendo aquele casado e não deixando filhos, seu irmão deve casar com a viúva e suscitar descendência ao falecido.
29 ଥରେ ସାତ ଜଣ ଭାଇ ଥିଲେ। ବଡ ଭାଇଟି ବିବାହ କରିଥିଲା। କୌଣସି ସନ୍ତାନ ନଥାଇ ସେ ଭାଇଟି ମରିଗଲେ।
29 Ora, havia sete irmãos: o primeiro casou e morreu sem filhos;
30 ତା'ପରେ ସହେି ସ୍ତ୍ରୀ ଲୋକଟିକୁ ଦ୍ବିତୀୟ ଭାଇ ବିବାହ କଲା। କିନ୍ତୁ ସେ ମଧ୍ଯ ମରିଗଲା।
30 o segundo e o terceiro também desposaram a viúva;
31 ତା'ପରେ ତୃତୀୟ ଭାଇଟି ସହେି ସ୍ତ୍ରୀକୁ ବିବାହ କଲା ଓ ମରିଗଲା। ଅନ୍ୟ ଭାଇମାନଙ୍କ ପ୍ରତି ମଧ୍ଯ ସହେି ଏକା କଥା ଘଟିଲା। ସମାନେେ ସମସ୍ତେ ମରିଗଲେ ଓ କାହାରି ହେଲେ ସନ୍ତାନସନ୍ତିତି ଜନ୍ମ ହାଇନେଥିଲେ।
31 igualmente os sete não tiveram filhos e morreram.
32 ଶଷେ ରେ ସହେି ସ୍ତ୍ରୀଟି ମଧ୍ଯ ମରିଗଲା।
32 Por fim, morreu também a mulher.
33 ସାତ ଭାଇଯାକ ତାକୁ ବିବାହ କରିଥିଲେ। ତବେେ ଯେତବେେଳେ ଲୋକେ ମୃତ୍ଯୁରୁ ପୁଣି ଜୀବନ ନପାଇ ଉଠିବେ, ସେତବେେଳେ ଏହି ସ୍ତ୍ରୀଟି କାହାର ପତ୍ନୀ ହବେ?
33 Esta mulher, pois, no dia da ressurreição, de qual deles será esposa? Porque os sete a desposaram.
34 ଯୀଶୁ ସାଦ୍ଦୂକୀମାନଙ୍କୁ କହିଲେ, ସଂସାର ରେ ଲୋକମାନେ ପରସ୍ପର ମଧିଅରେ ବିବିହ କରିଥାନ୍ତି।
34 Então, lhes acrescentou Jesus: Os filhos deste mundo casam-se e dão-se em casamento;
35 କିନ୍ତୁ କେତକେ ଲୋକ ମୃତ୍ଯୁରୁ ପୁଣି ବଞ୍ଚି ଉଠିବାକୁ ଯୋଗ୍ଯ ହବେେ ଓ ସମାନେେ ଏହି ଜୀବନ ପରେ ମଧ୍ଯ ପୁଣି ଜୀବିତ ରହିବେ। ସହେି ଜୀବନ ରେ ସମାନେେ ବିବାହ କରିବେ ନାହିଁ।
35 mas os que são havidos por dignos de alcançar a era vindoura e a ressurreição dentre os mortos não casam, nem se dão em casamento.
36 ସହେି ଜୀବନ ରେ ଲୋକମାନେ ସ୍ବର୍ଗଦୂତଙ୍କ ପରି ହାଇେଥାନ୍ତି ଓ ସମାନେେ କବେେ ହେଲେ ମରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ସନ୍ତାନ କାରଣ ମୃତ୍ଯୁରୁ ପୁଣି ବଞ୍ଚି ଉଠିଥାନ୍ତି।
36 Pois não podem mais morrer, porque são iguais aos anjos e são filhos de Deus, sendo filhos da ressurreição.
37 ମାଶାେ ସ୍ପଷ୍ଟ ଭାବରେ ଦେଖଇେ ଦଇେଛନ୍ତି ଯେ ଲୋକେ ମୃତ୍ଯୁରୁ ପୁଣି ବଞ୍ଚି ଉଠନ୍ତି। ମାଶାେ ଯେତବେେଳେ 'ଜ୍ବଳନ୍ତବୁଦା' ବିଷୟ ରେ ଲେଖିଲେ, ସେ କହିଥିଲେ ଯେ, 'ପ୍ରଭୁ(ପରମେଶ୍ବର) ହେଉଛନ୍ତି ଅବ୍ରହାମଙ୍କ ପରମେଶ୍ବର, ୟିସ୍ହାକଙ୍କ ପରମେଶ୍ବର, ଓ ଯାକୁବଙ୍କ ପରମେଶ୍ବର'
37 E que os mortos hão de ressuscitar, Moisés o indicou no trecho referente à sarça, quando chama ao Senhor o Deus de Abraão, o Deus de Isaque e o Deus de Jacó.
38 ଯଦି ପରମେଶ୍ବର କହିଛନ୍ତି ଯେ, ସେ ସମାନଙ୍କେର ପରମେଶ୍ବର, ତବେେ ଏ ଲୋକମାନେ ପ୍ରକୃତ ରେ ମୃତ ନୁହନ୍ତି। ସେ କବଳେ ଜୀବିତ ଲୋକମାନଙ୍କ ପରମେଶ୍ବର। ଯେଉଁମାନେ ପରମେଶ୍ବରଙ୍କ ଲୋକ, ସମାନେେ ସମସ୍ତେ ଜୀବିତ ଅଟନ୍ତି।
38 Ora, Deus não é Deus de mortos, e sim de vivos; porque para ele todos vivem.
39 ଧର୍ମଶାସ୍ତ୍ରୀମାନେ କହିଲେ, ଗୁରୁ, ଆପଣଙ୍କ ଉତ୍ତର ବହୁତ ଭଲ ଥିଲା।
39 Então, disseram alguns dos escribas: Mestre, respondeste bem!
40 ଯୀଶୁଙ୍କୁ ଆଉ ଅଧିକ ପ୍ରଶ୍ନ ପଚାରିବାକୁ କହେି ସାହସ କଲନୋହିଁ।
40 Dali por diante, não ousaram mais interrogá-lo.
41 ତା'ପରେ ଯୀଶୁ କହିଲେ, ଲୋକେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟ ଦାଉଦଙ୍କ ପୁତ୍ର?
41 Mas Jesus lhes perguntou: Como podem dizer que o Cristo é filho de Davi?
42 ଗୀତସଂହିତା ରେ ଦାଉଦ ନିଜେ କହିଛନ୍ତି:
42 Visto como o próprio Davi afirma no livro dos Salmos:
43 ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭ ଶକ୍ତି ଅଧୀନ ରେ ରଖିବି।' ଗୀତସଂହିତା 110:1
43 até que eu ponha os teus inimigos por estrado dos teus pés.
44 ଦାଉଦ ଖ୍ରୀଷ୍ଟଙ୍କୁ 'ପ୍ରଭୁ' କହିଛନ୍ତି। କିନ୍ତୁ ଖ୍ରୀଷ୍ଟ ମଧ୍ଯ ଦାଉଦଙ୍କ ପୁତ୍ର। ଏ ଉଭୟ କଥା କିପରି ସତ୍ଯ ହାଇେ ପାରିବ?
44 Assim, pois, Davi lhe chama Senhor, e como pode ser ele seu filho?
45 ସବୁଲୋକେ ଯୀଶୁଙ୍କ ଉପଦେଶ ଶୁଣୁଥିଲେ। ଯୀଶୁ ଶିଷ୍ଯମାନଙ୍କୁ କହିଲେ,
45 Ouvindo-o todo o povo, recomendou Jesus a seus discípulos:
46 ଧର୍ମଶାସ୍ତ୍ରୀମାନଙ୍କଠାରୁ ସାବଧାନ ରୁହ। ମାନ୍ଯଗଣ୍ଯ ବ୍ଯକ୍ତିଙ୍କ ପରି ପୋଷାକପତ୍ର ପିନ୍ଧି ବୁଲାବୁଲି କରିବାକୁ ସମାନେେ ଚାହାଁନ୍ତି। ହାଟବଜାର ରେ ଲୋକେ ତାହାଙ୍କୁ ସମ୍ମାନ ଦଖାେନ୍ତୁ ବୋଲି ସମାନେେ ଭଲପାଆନ୍ତି। ଯିହୂଦୀ ସମାଜଗୃହମାନଙ୍କ ରେ ସବୁଠାରୁ ଶ୍ ରେଷ୍ଠ ଆସନଗୁଡିକ ପାଇବାକୁ ସମାନେେ ଭଲ ପାଆନ୍ତି। ଭୋଜିମାନଙ୍କ ରେ ସବୁଠାରୁ ପ୍ରଧାନ ଆସନ ରେ ବସିବାକୁ ସମାନେେ ଭଲ ପାଆନ୍ତି।
46 Guardai-vos dos escribas, que gostam de andar com vestes talares e muito apreciam as saudações nas praças, as primeiras cadeiras nas sinagogas e os primeiros lugares nos banquetes;
47 କିନ୍ତୁ ସମାନେେ ବିଧବାମାନଙ୍କ ପ୍ରତି ଅତ୍ଯନ୍ତ ନୀଚ୍ଚ ମନୋଭାବ ଦଖାେନ୍ତି। ସମାନେେ ବିଧବା ମାନଙ୍କର ଘରଦ୍ବାର ଠକି କରି ନଇେ ଥାଆନ୍ତି। ସମାନେେ ଲମ୍ବାଲମ୍ବା ପ୍ରାର୍ଥନା କରି ନିଜକୁ ଭଲ ବୋଲି ଦେଖଇେ ହବୋକୁ ଚେଷ୍ଟା କରନ୍ତି। ପରମେଶ୍ବର ଏହି ଲୋକମାନଙ୍କୁ କଠିନ ଦଣ୍ଡ ଦବେେ।
47 os quais devoram as casas das viúvas e, para o justificar, fazem longas orações; estes sofrerão juízo muito mais severo.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 20, comparar traduções ou montar um estudo — tudo direto pelo WhatsApp.