Lucas 23
Oriya Bible (GL_ORIYA) vs VC
1 ସମସ୍ତେ ଉଠି ଠିଆ ହେଲେ। ସମାନେେ ଯୀଶୁଙ୍କ ପୀଲାତଙ୍କ ପାଖକୁ ନଇଗେଲେ।
1 Levantou-se a sessão e conduziram Jesus diante de Pilatos,
2 ସମାନେେ ଯୀଶୁଙ୍କୁ ଦୋଷ ଦବୋକୁ ଲାଗିଲେ। ସମାନେେ ପୀଲାତଙ୍କୁ କହିଲେ, ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ ଆମ୍ଭମାନେେ ଏହାଙ୍କୁ ଧରିଛୁ। ସେ ଲୋକମାନଙ୍କୁ କହୁଛନ୍ତି ଯେ କାଇସରଙ୍କୁ କର ଦବୋ ଉଚିତ ନୁହେଁ। ସେ ନିଜକୁ ଖ୍ରୀଷ୍ଟ, ଜଣେ ରାଜା ବୋଲି କହୁଛି।
2 e puseram-se a acusá-lo: Temos encontrado este homem excitando o povo à revolta, proibindo pagar imposto ao imperador e dizendo-se Messias e rei.
3 ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କ'ଣ ଯିହୂଦୀମାନଙ୍କର ରାଜା?
3 Pilatos perguntou-lhe: És tu o rei dos judeus? Jesus respondeu: Sim.
4 ପୀଲାତ ପ୍ରଧାନ ଯାଜକ ଏବଂ ଲୋକମାନଙ୍କୁ କହିଲେ, ଏ ଲୋକର ମୁଁ କିଛି ଭୁଲ ଦେଖି ପାରୁନାହିଁ,
4 Declarou Pilatos aos príncipes dos sacerdotes e ao povo: Eu não acho neste homem culpa alguma.
5 ସମାନେେ କିନ୍ତୁ ବାରମ୍ବାର କହିଲେ, ସେ ଲୋକଙ୍କ ମଧିଅରେ ଗୋଳମାଳ ସୃଷ୍ଟି କରୁଛନ୍ତି। ୟିହୂଦାର ଚାରିଆଡେ ସେ ଲୋକଙ୍କୁ ଉପଦେଶ ଦେଉଛନ୍ତି। ସେ ଏହା ଗାଲିଲୀ ରେ ଆରମ୍ଭ କରିଥିଲେ। ଏବେ ସେ ଏଠା ରେ ଅଛନ୍ତି।
5 Mas eles insistiam fortemente: Ele revoluciona o povo ensinando por toda a Judéia, a começar da Galiléia até aqui.
6 ପୀଲାତ ଏହା ଶୁଣି ପଚାରିଲେ, ଏହି ଲୋକ କ'ଣ ଗାଲିଲୀର?
6 A estas palavras, Pilatos perguntou se ele era galileu.
7 ପୀଲାତ ଜାଣିଲେ ଯେ, ଯୀଶୁ ହରେୋଦଙ୍କ ଅଧିକାରକ୍ଷେତ୍ରର ଲୋକ। ହରେୋଦ ସହେି ସମୟରେ ୟିରୁଶାଲମ ରେ ଥିଲେ। ତେଣୁ ପୀଲାତ ଯୀଶୁଙ୍କୁ ତାହାଙ୍କ ପାଖକୁ ପଠାଇ ଦେଲେ।
7 E, quando soube que era da jurisdição de Herodes, enviou-o a Herodes, pois justamente naqueles dias se achava em Jerusalém.
8 େ ହରୋଦ ଯୀଶୁଙ୍କୁ ଦେଖି ବହୁତ ଖୁସି ହାଇଗେଲେ। େ ହରୋଦ ଯୀଶୁଙ୍କ ବିଷୟ ରେ ସବୁକଥା ଶୁଣି ସାରିଥିଲେ। ବହୁ ଆଗରୁ ଯୀଶୁଙ୍କୁ ଦେଖିବାକୁ ସେ ଇଚ୍ଛା କରିଥିଲେ। େ ହରୋଦ ଯୀଶୁଙ୍କର ଗୋଟିଏ ଆଶ୍ଚର୍ୟ୍ଯକର୍ମ ଦେଖିବାକୁ ଚାହୁଁଥିଲେ। ତେଣୁ ସେ ଆଶା କରୁଥିଲେ ଯେ, ତାହାଙ୍କ ଆଗ ରେ ଯୀଶୁ କିଛି ଆଶ୍ଚର୍ୟ୍ଯକର୍ମ ପ୍ରଦର୍ଶନ କରିବେ।
8 Herodes alegrou-se muito em ver Jesus, pois de longo tempo desejava vê-lo, por ter ouvido falar dele muitas coisas, e esperava presenciar algum milagre operado por ele.
9 େ ହରୋଦ ଯୀଶୁଙ୍କୁ ଅନକେ ପ୍ରଶ୍ନ ପଚାରିଲେ। କିନ୍ତୁ ଯୀଶୁ କିଛି ଦେଲେ ଉତ୍ତର ଦେଲନୋହିଁ।
9 Dirigiu-lhe muitas perguntas, mas Jesus nada respondeu.
10 ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ସଠାେରେ ଠିଆ ହାଇେଥିଲେ। ସମାନେେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗ ଆଣି ଚିତ୍କାର କରି କହୁଥିଲେ।
10 Ali estavam os príncipes dos sacerdotes e os escribas, acusando-o com violência.
11 ତା'ପରେ େ ହରୋଦ ଓ ତାହାଙ୍କ ସୈନ୍ଯମାନେ ଯୀଶୁଙ୍କୁ ପରିହାସ କଲେ। ତାହାଙ୍କୁ ରାଜକୀୟ ପୋଷାକ ପିନ୍ଧାଇ ଦଇେ ସମାନେେ ଉପହାସ କଲେ। ତାପରେ େ ହରୋଦ ପୀଲାତଙ୍କୁ ପାଖକୁ ଯୀଶୁଙ୍କୁ ପଠାଇଲେ।
11 Herodes, com a sua guarda, tratou-o com desprezo, escarneceu dele, mandou revesti-lo de uma túnica branca e reenviou-o a Pilatos.
12 ଅତୀତ ରେ ପିଲାତ ଓ ହରେୋଦଙ୍କ ମଧିଅରେ ବରାବର ଶତୃତା ଲାଗି ରହୁଥିଲା କିନ୍ତୁ ସହେି ଦିନରୁ ସେ ଦୁ ହେଁ ବନ୍ଧୁ ହାଇଗେଲେ।
12 Naquele mesmo dia, Pilatos e Herodes fizeram as pazes, pois antes eram inimigos um do outro.
13 ପୀଲାତ, ପ୍ରଧାନ ଯାଜକ ଓ ଯିହୂଦୀନେତାଙ୍କ ସହିତ ସବୁ ଲୋକଙ୍କୁ ଏକାଠି ଡାକିଲେ।
13 Pilatos convocou então os príncipes dos sacerdotes, os magistrados e o povo, e disse-lhes:
14 ପୀଲାତ ସମାନଙ୍କେୁ କହିଲେ, ତୁମ୍ଭମାନେେ ଯୀଶୁଙ୍କୁ ମାେ ପାଖକୁ ଆଣିଛ। ତୁମ୍ଭମାମେେ କହୁଛ ଯେ ସେ ଲୋକଙ୍କ ମଧିଅରେ ଗୋଳମାଳ ସୃଷ୍ଟି କରୁଛନ୍ତି। କିନ୍ତୁ ମୁଁ ତୁମ୍ଭମାନଙ୍କ ସମସ୍ତଙ୍କ ଉପସ୍ଥିତି ରେ ତାହାଙ୍କୁ ପ୍ରଶ୍ନ କରିଛି। ତାହାଙ୍କ ଠା ରେ ମୁଁ କୌଣସି ଭୁଲ ଦେଖିପାରିଲି ନାହିଁ। ତୁମ୍ଭମାନେେ ଯାହା କହୁଛ, ଯୀଶୁ ସେଥି ରେ ଦୋଷୀ ନୁହଁନ୍ତି।
14 Apresentastes-me este homem como agitador do povo, mas, interrogando-o eu diante de vós, não o achei culpado de nenhum dos crimes de que o acusais.
15 ତାଛଡା ହରେୋଦ ମଧ୍ଯ ତାହାଙ୍କଠା ରେ କୌଣସି ଭୁଲ ଦେଖି ନାହାଁନ୍ତି। ହରେୋଦ ଆମ୍ଭ ପାଖକୁ ଯୀଶୁଙ୍କୁ ପଠାଇ ଦଇେଛନ୍ତି। ଦେଖ, ଯୀଶୁ କିଛି ହେଲେ ଭୁଲ କାମ କରି ନାହାଁନ୍ତି। ତେଣୁ ତାହାଙ୍କୁ ବଧ କରିବା ଠିକ୍ ହବେନାହିଁ।
15 Nem tampouco Herodes, pois no-lo devolveu. Portanto, ele nada fez que mereça a morte.
16 ତେଣୁ ତାହାଙ୍କୁ ସାମାନ୍ଯ ଦଣ୍ଡ ଦବୋପରେ ମୁଁ
16 Por isso, soltá-lo-ei depois de o castigar.
17 ତାହାଙ୍କୁ ମୁକ୍ତ କରି ଚାଲିୟିବାକୁ ଅନୁମତି ଦବେି।
17 {Acontecia que em cada festa ele era obrigado a soltar-lhes um preso.}
18 କିନ୍ତୁ ସବୁଲୋକେ ପାଟିକରି ଉଠିଲେ, ତାହାକୁ ମାରିଦିଅ। ବାରବ୍ବାକୁ ମୁକ୍ତ କରିଦିଅ।
18 Todo o povo gritou a uma voz: À morte com este, e solta-nos Barrabás.
19 ବାରବ୍ବା ନଗର ରେ ଦଙ୍ଗା ଆରମ୍ଭ କରିଥିବା ୟୋଗୁଁ ଓ କେତକେ ଲୋକଙ୍କୁ ହତ୍ଯା କରିଥିବା ଯୋଗୁଁ କାରାଗାର ରେ ବନ୍ଦୀ ହାଇେ ରହିଥିଲା।
19 {Este homem fora lançado ao cárcere devido a uma revolta levantada na cidade, por causa de um homicídio.}
20 ପୀଲାତ ଯୀଶୁଙ୍କୁ ମୁକ୍ତ କରି ଦବୋକୁ ଚାହୁଁଥିଲେ। ତେଣୁ ପୁଣିଥରେ ପୀଲାତ ସମାନଙ୍କେୁ କହିଲେ ଯେ ସେ ଯୀଶୁଙ୍କୁ ଛାଡି ଦବେେ।
20 Pilatos, porém, querendo soltar Jesus, falou-lhes de novo,
21 କିନ୍ତୁ ଲୋକମାନେ ଚିତ୍କାର କରି କହିଲେ, ତାହାଙ୍କୁ ମାରିଦିଅ। ତାହାଙ୍କୁ କୃଶ ରେ ଚଢାଇ ମାରିଦିଅ।
21 mas eles vociferavam: Crucifica-o! Crucifica-o!
22 ତୃତୀୟ ଥର ପାଇଁ ପୀଲାତ ସମାନଙ୍କେୁ କହିଲେ, କାହିଁକି, ସେ କ'ଣ ଭୁଲ କରିଛନ୍ତି? ସେ ଦୋଷୀ ନୁହନ୍ତି। ତାହାଙ୍କୁ ମୃତ୍ଯୁଦଣ୍ଡ ଦବୋପାଇଁ ମୁଁ କୌଣସି କାରଣ ଦେଖି ପାରୁନାହିଁ। ତେଣୁ ତାହାଙ୍କୁ ସାମାନ୍ଯ ଦଣ୍ଡ ଦବୋ ପରେ ମୁଁ ତାହାଙ୍କୁ ଛାଡି ଦବେି।
22 Pela terceira vez, Pilatos ainda interveio: Mas que mal fez ele, então? Não achei nele nada que mereça a morte; irei, portanto, castigá-lo e, depois, o soltarei.
23 କିନ୍ତୁ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। ସମାନେେ ଦାବି କଲେ ଯେ ଯୀଶୁଙ୍କୁ କୃଶ ରେ ଚଢାଇ ମାରିଦିଅ। ସମାନଙ୍କେର ପାଟିତୁଣ୍ଡ ଏତେ ତୀବ୍ର ହେଲା ଯେ,
23 Mas eles instavam, reclamando em altas vozes que fosse crucificado, e os seus clamores recrudesciam.
24 ପୀଲାତ ଲୋକଙ୍କ ଇଚ୍ଛା ଅନୁଯାଯୀ ନିର୍ଣ୍ଣୟ ନେଲେ।
24 Pilatos pronunciou então a sentença que lhes satisfazia o desejo.
25 ଲୋକମାନେ ବାରବ୍ବାକୁ ମୁକ୍ତ ହାଇେ ଚାଲିୟିବାକୁ ଚାହୁଁଥିଲେ। ବାରବ୍ବା ନରହତ୍ଯା ଓ ବିଦ୍ରୋହ ଅପରାଧ ରେ କାରାଗାର ରେ ଥିଲା। ପୀଲାତ ବାରବ୍ବାଙ୍କୁ ମୁକ୍ତ କରି ଦେଲେ। ପୀଲାତ ଯୀଶୁଙ୍କୁ ମାରିଦବୋ ପାଇଁ ଲୋକମାନଙ୍କ ହାତ ରେ ସମର୍ପି ଦେଲେ। ଲୋକମାନେ ତାହା ଚାହୁଁଥିଲେ।
25 Soltou-lhes aquele que eles reclamavam e que havia sido lançado ao cárcere por causa do homicídio e da revolta, e entregou Jesus à vontade deles.
26 ସୈନ୍ଯମାନେ ଯୀଶୁଙ୍କୁ ମାରିଦବୋ ପାଇଁ ନଇଗେଲେ। ଠିକ୍ ସହେି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫରେି ନଗର ଭିତରକୁ ଆସୁଥିଲା। ତା'ର ନାମ ଥିଲା ଶିମାନେ। ଶିମାନେ କୁରୀଣ ନଗରର ଲୋକ ଥିଲା। ସୈନ୍ଯମାନେ ଯୀଶୁଙ୍କ କୃଶ ବହନ କରି ଯୀଶୁଙ୍କ ପଛ ରେ ୟିବାକୁ ଶିମାନେକୁ ବାଧ୍ଯ କଲେ।
26 Enquanto o conduziam, detiveram um certo Simão de Cirene, que voltava do campo, e impuseram-lhe a cruz para que a carregasse atrás de Jesus.
27 ବହୁ ସଂଖ୍ଯା ରେ ଲୋକେ ଯୀଶୁଙ୍କ ପେଛ ପେଛ ଗଲେ। କେତକେ ସ୍ତ୍ରୀଲୋକ ଦୁଃଖ କରିଥିଲେ ଓ କାନ୍ଦୁଥିଲେ। ସମାନେେ ଯୀଶୁଙ୍କ ପାଇଁ ଦୁଃଖ ଅନୁଭବ କରୁଥିଲେ।
27 Seguia-o uma grande multidão de povo e de mulheres, que batiam no peito e o lamentavam.
28 କିନ୍ତୁ ଯୀଶୁ ବୁଲିପଡି ସହେି ସ୍ତ୍ରୀଲୋକମାନଙ୍କୁ କହିଲେ, ହେ ୟିରୁଶାଲମର ନାରୀଗଣ! ମାେ ପାଇଁ କାନ୍ଦ ନାହିଁ। ତୁମ୍ଭମାନେେ ନିଜ ପାଇଁ ଓ ନିଜ ପିଲାମାନଙ୍କ ପାଇଁ କାନ୍ଦ।
28 Voltando-se para elas, Jesus disse: Filhas de Jerusalém, não choreis sobre mim, mas chorai sobre vós mesmas e sobre vossos filhos.
29 ଏବେ ସମୟ ଆସୁଛି, ଯେତବେେଳେ ଲୋକମାନେ କହିବେ, ' ଯେଉଁ ସ୍ତ୍ରୀଲୋକମାନଙ୍କର ସନ୍ତାନସନ୍ତତି ନାହାଁନ୍ତି, ସମାନେେ ସୁଖୀ। ଯେଉଁ ସ୍ତ୍ରୀଲୋକମାନେ ବନ୍ଧ୍ଯା, ସମାନେେ ଧନ୍ଯ। ଯେଉଁ ସ୍ତ୍ରୀଲୋକମାନେ ସନ୍ତାନ ସନ୍ତତିକୁ ଜନ୍ମ ଦଇେ ନାହାଁନ୍ତି ଏବଂ ତାହାଙ୍କର ଯତ୍ନ ନଇେ ନାହାଁନ୍ତି, ସମାନେେ ଧନ୍ଯ।'
29 Porque virão dias em que se dirá: Felizes as estéreis, os ventres que não geraram e os peitos que não amamentaram!
30 ତା'ପରେ ଲୋକମାନେ ପର୍ବତକୁ କହିବେ, ଆମ୍ଭ ଉପରେ ଖସିପଡ ଲୋକେ ପାହାଡକୁ କହିବେ, 'ଆମ୍ଭକୁ ଘୋଡଇେ ଦିଅ।'
30 Então dirão aos montes: Caí sobre nós! E aos outeiros: Cobri-nos!
31 ବର୍ତ୍ତମାନ ସମୟରେ ଯେତବେେଳେ ଜୀବନ ଭଲ ରେ କଟୁଛି, ସେତବେେଳେ ଲୋକେ ଯଦି ଏଭଳି ବ୍ଯବହାର କରିବେ, ତବେେ ଯେତବେେଳେ ଖରାପ ସମୟ ଆସିବ, ସେତବେେଳେ ଅବସ୍ଥା କ'ଣ ହବେ?
31 Porque, se eles fazem isto ao lenho verde, que acontecerá ao seco?
32 ଯୀଶୁଙ୍କ ସହିତ ମୃତ୍ଯୁ ଦଣ୍ଡ ଦିଆୟିବା ପାଇଁ ଆଉ ଦୁଇଜଣ ଅପରାଧୀଙ୍କୁ ମଧ୍ଯ ନିଆ ଯାଉଥିଲା।
32 Eram conduzidos ao mesmo tempo dois malfeitores para serem mortos com Jesus.
33 'କପାଳ' ନାମକ ସ୍ଥାନକୁ ଯୀଶୁ ଓ ସହେି ଦୁଇଜଣ ଅପରାଧୀଙ୍କୁ ମଧ୍ଯ ନିଆଗଲା। ସଠାେରେ ସୈନ୍ଯମାନେ ଯୀଶୁଙ୍କୁ କୃଶବିଦ୍ଧ କଲେ। ସମାନେେ ସହେି ଅପରାଧୀମାନଙ୍କ ମଧ୍ଯରୁ ଜଣକୁ ଯୀଶୁଙ୍କ ଡାହାଣ ପାଖ ରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖ ରେ ରଖିଲେ।
33 Chegados que foram ao lugar chamado Calvário, ali o crucificaram, como também os ladrões, um à direita e outro à esquerda.
34 ଯୀଶୁ କହିଲେ, ହେ ପରମପିତା, ଯେଉଁ ଲୋକମାନେ ମାେତେ ହତ୍ଯା କରୁଛନ୍ତି, ସମାନଙ୍କେୁ କ୍ଷମା କର। କାରଣ ସମାନେେ କ'ଣ କରୁଛନ୍ତି, ତାହା ସମାନେେ ଜାଣନ୍ତି ନାହିଁ।
34 E Jesus dizia: Pai, perdoa-lhes; porque não sabem o que fazem. Eles dividiram as suas vestes e as sortearam.
35 ଲୋକମାନେ ସଠାେରେ ଠିଆ ହାଇେ ଯୀଶୁଙ୍କୁ ଲକ୍ଷ୍ଯ କରୁଥିଲେ। ଯିହୂଦୀ ନେତାମାନେ ଯୀଶୁଙ୍କୁ ଉପହାସ କରୁଥିଲେ। ସମାନେେ କହୁଥିଲେ, ଯଦି ସେ ପରମେଶ୍ବରଙ୍କ ଦ୍ବାରା ମନୋନୀତ ଖ୍ରୀଷ୍ଟ, ତବେେ ନିଜକୁ ରକ୍ଷା କରନ୍ତୁ। ସେ ଅନ୍ୟ ଲୋକଙ୍କୁ ରକ୍ଷା କରିଥିଲେ। ନୁହେଁ କି?
35 A multidão conservava-se lá e observava. Os príncipes dos sacerdotes escarneciam de Jesus, dizendo: Salvou a outros, que se salve a si próprio, se é o Cristo, o escolhido de Deus!
36 ଏପରିକି ସୈନ୍ଯମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସମାନେେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ।
36 Do mesmo modo zombavam dele os soldados. Aproximavam-se dele, ofereciam-lhe vinagre e diziam:
37 ସୈନ୍ଯମାନେ କହିଲେ, ତୁମ୍ଭେ ଯଦି ଯିହୂଦୀମାନଙ୍କର ରାଜା, ତବେେ ନିଜକୁ ରକ୍ଷା କର।
37 Se és o rei dos judeus, salva-te a ti mesmo.
38 କୃଶ ରେ ଉପରି ଭାଗ ରେ ଲଖାେ ଯାଇଥିଲା: ଏ ଯିହୂଦୀ ମାନଙ୍କର ରାଜା।
38 Por cima de sua cabeça pendia esta inscrição: Este é o rei dos judeus.
39 ଝୁଲୁଥିବା ଅପରାଧୀ ଦୁହିଁଙ୍କ ଭିତରୁ ଜଣେ ଯୀଶୁଙ୍କୁ ନିନ୍ଦାକରି କହିବାକୁ ଲାଗିଲା, ତୁମ୍ଭେ କ'ଣ ଖ୍ରୀଷ୍ଟ ନୁହଁ? ତବେେ ତୁମ୍ଭେ ନିଜକୁ ରକ୍ଷା କର ଓ ଆମ୍ଭକୁ ମଧ୍ଯ ରକ୍ଷା କର।
39 Um dos malfeitores, ali crucificados, blasfemava contra ele: Se és o Cristo, salva-te a ti mesmo e salva-nos a nós!
40 କିନ୍ତୁ ଅନ୍ୟ ଅପରାଧୀଟି ତାହାକୁ ଗାଳି କରି କହିଲା, ତୁ କ'ଣ ପରମେଶ୍ବରଙ୍କୁ ମଧ୍ଯ ଭୟ କରୁନାହୁଁ? ଆମ୍ଭମାନେେ ଖୁବ୍ ଶୀଘ୍ର ମରିବାକୁ ଯାଉଛୁ।
40 Mas o outro o repreendeu: Nem sequer temes a Deus, tu que sofres no mesmo suplício?
41 ତୁ ଓ ମୁଁ ଉଭୟ ଅପରାଧୀ। ଆମ୍ଭେ ଦୋଷ କରିଥିଲୁ। ତେଣୁ ଆମ୍ଭେ ଯାହା ପାଇବାକୁ ଯୋଗ୍ଯ ଆମ୍ଭେ ତାହା ପାଇଛୁ। କିନ୍ତୁ ଏହି ଲୋକ କୌଣସି ଦୋଷ କରି ନାହାନ୍ତି।
41 Para nós isto é justo: recebemos o que mereceram os nossos crimes, mas este não fez mal algum.
42 ତା'ପରେ ସହେି ଅପରାଧୀଟି ଯୀଶୁଙ୍କୁ କହିଲା, ଯୀଶୁ, ଆପଣ ଯେତବେେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତବେେଳେ ମାେତେ ମନେ ପକାଇବେ।
42 E acrescentou: Jesus, lembra-te de mim, quando tiveres entrado no teu Reino!
43 ଯୀଶୁ ତାହାକୁ କହିଲେ, ଶୁଣ! ମୁଁ ଯାହା କହୁଛି ତାହା ସତ୍ଯ। ଆଜି ତୁମ୍ଭେ ମାେ ସହିତ ପାରାଦୀଶ ରେ ପ୍ରବେଶ କରିବ।
43 Jesus respondeu-lhe: Em verdade te digo: hoje estarás comigo no paraíso.
44 ସେତବେେଳେ ପ୍ରାୟ ଦିନ ଦ୍ବିପ୍ରହର ହାଇେଥିଲା। କିନ୍ତୁ ଅପରାହ୍ନ ତିନିଟା ପର୍ୟ୍ଯନ୍ତ ସମଗ୍ର ଅଞ୍ଚଳ ଅନ୍ଧକାରମୟ ହାଇଗେଲା।
44 Era quase à hora sexta e em toda a terra houve trevas até a hora nona.
45 ସୂର୍ୟ୍ଯ ଦଖାଯାେଉ ନଥିଲେ। ମନ୍ଦିରର ପରଦା ଦୁଇଖଣ୍ଡ ହାଇେ ଚିରିଗଲା।
45 Escureceu-se o sol e o véu do templo rasgou-se pelo meio.
46 ଯୀଶୁ ପାଟିକରି କହିଲେ, ହେ ପରମପିତା, ମୁଁ ମାରେ ଆତ୍ମା ତୁମ୍ଭକୁ ଦେଉଛି। ଏହା କହିବା ପରେ ଯୀଶୁ ପ୍ରାଣ ତ୍ଯାଗ କଲେ।
46 Jesus deu então um grande brado e disse: Pai, nas tuas mãos entrego o meu espírito. E, dizendo isso, expirou.
47 ସନୋଧ୍ଯକ୍ଷ ସଠାେରେ ଯାହା ଘଟିଲା, ଦେଖିଲେ। ସେ ଏହି କଥା କହି ପରମେଶ୍ବରଙ୍କୁ ପ୍ରଶଂସା କଲେ, ମୁଁ ଜାଣେ ଯେ, ଏହି ମନୁଷ୍ଯ ଜଣେ ଉତ୍ତମ ବ୍ଯକ୍ତି ଥିଲେ!
47 Vendo o centurião o que acontecia, deu glória a Deus e disse: Na verdade, este homem era um justo.
48 ଅନକେ ଲୋକ ଏହି ଘଟଣା ଦଖାବୋକୁ ନଗରରୁ ବାହାରି ଆସିଥିଲେ। ଏସବୁ ଦେଖି ସମାନେେ ଅତ୍ଯନ୍ତ ଦୁଃଖ ପ୍ରକାଶ କଲେ ଏବଂ ଶଷେ ରେ ସମାନେେ ଫରେିଗଲେ।
48 E toda a multidão dos que assistiam a este espetáculo e viam o que se passava, voltou batendo no peito.
49 ଯୀଶୁଙ୍କର ଅନ୍ତରଙ୍ଗ ବନ୍ଧୁମାନେ ସଠାେରେ ଉପସ୍ଥିତ ଥିଲେ। ତା'ଛଡା ଯୀଶୁଙ୍କୁ ଗାଲିଲୀରୁ ଅନୁସରଣ କରି ଆସିଥିବା ଅନକେ ସ୍ତ୍ରୀ ଲୋକ ସଠାେରେ ଥିଲେ। ସମାନେେ କୃଶଠାରୁ ଦୂର ରେ ଠିଆ ହାଇେ ଏସବୁ ଦେଖୁଥିଲେ।
49 Os amigos de Jesus, como também as mulheres que o tinham seguido desde a Galiléia, conservavam-se a certa distância, e observavam estas coisas.
50 ଯିହୂଦୀମାନଙ୍କର ହାରାମାଥୀଯା ନଗରର ଜଣେ ଲୋକ ସଠାେରେ ଥିଲେ। ତାହାଙ୍କ ନାମ ୟୋ ସଫେ। ସେ ଯିହୂଦୀ ମହାସଭାର ଜଣେ ସଦସ୍ଯ ଥିଲେ। ସେ ଜଣ ଉତ୍ତମ ଓ ଧାର୍ମିକ ଲୋକଥିଲେ। ସେ ପରମେଶ୍ବରଙ୍କ ରାଜ୍ଯକୁ ଅପେକ୍ଷା କରୁଥିଲେ।
50 Havia um homem, por nome José, membro do conselho, homem reto e justo.
51 ଅନ୍ୟ ଯିହୂଦୀ ନେତାମାନେ ଯୀଶୁଙ୍କୁ ହତ୍ଯା କରିବାକୁ ସ୍ଥିର କଲା ବେଳେ ସେ ସେଥି ରେ ରାଜି ହାଇନେଥିଲେ।
51 Ele não havia concordado com a decisão dos outros nem com os atos deles. Originário de Arimatéia, cidade da Judéia, esperava ele o Reino de Deus.
52 ୟୋ ସଫେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀରକୁ ମାଗିଲେ। ପୀଲାତ ୟୋ ସଫଙ୍କେୁ ସେଥିପାଇଁ ଅନୁମତି ଦେଲେ।
52 Foi ter com Pilatos e lhe pediu o corpo de Jesus.
53 ତେଣୁ ୟୋ ସଫେ ଯୀଶୁଙ୍କ ଶରୀରକୁ କୃଶ ଉପରୁ ତଳକୁ ଓହ୍ଲାଇ ଆଣିଲେ। ତାହା ଗୋଟିଏ ଲୁଗା ରେ ସେ ଘୋଡାଇ ଦେଲେ। ସେ ଯୀଶୁଙ୍କ ଶରୀରକୁ ନଇେ ପାହାଡକାନ୍ଥ ରେ ଖୋଳା ହାଇେଥିବା ଓ ପୂର୍ବରୁ କବେେ ବ୍ଯବହୃତ ହାଇନେଥିବା କବର ମଧିଅରେ ରଖିଲେ।
53 Ele o desceu da cruz, envolveu-o num pano de linho e colocou-o num sepulcro, escavado na rocha, onde ainda ninguém havia sido depositado.
54 ଏହା ପ୍ରସ୍ତୁତି ଦିବସର ଶଷେ ସମୟ ଥିଲା। ବିଶ୍ରାମଦିବସ ପାଖଇେ ଆସୁଥିଲା।
54 Era o dia da Preparação e já ia principiar o sábado.
55 ଯେଉଁ ସ୍ତ୍ରୀ ଲୋକମାନେ ଯୀଶୁଙ୍କୁ ଅନୁସରଣ କରି ତାହାଙ୍କ ସହିତ ଗାଲିଲୀରୁ ଆସିଥିଲେ, ସମାନେେ ୟୋ ସଫଙ୍କେ ପେଛ ପେଛ ଗଲେ। ସମାନେେ ଯାଇ କବରଟି ଦେଖିଲେ। । ଭିତ ରେ ଯେଉଁ ସ୍ଥାନ ରେ ଶରୀରଟି ରଖାଗଲା, ସହେି ସ୍ଥାନଟି ମଧ୍ଯ ସମାନେେ ଦେଖିଲେ।
55 As mulheres, que tinham vindo com Jesus da Galiléia, acompanharam José. Elas viram o túmulo e o modo como o corpo de Jesus ali fora depositado.
56 ତା'ପରେ ସହେି ସ୍ତ୍ରୀ ଲୋକମାନେ ଯୀଶୁଙ୍କ ଶରୀର ରେ ଲଗାଇବା ପାଇଁ ସୁଗନ୍ଧିତ ଦ୍ରବ୍ଯ ପ୍ରସ୍ତୁତ କରିବାକୁ ସଠାରୁେ ଚାଲିଗଲେ।
56 Elas voltaram e prepararam aromas e bálsamos. No dia de sábado, observaram o preceito do repouso.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lucas 23, comparar traduções ou montar um estudo — tudo direto pelo WhatsApp.