Lucas 2

Oriya Bible (GL_ORIYA) vs BKJ

Sair da comparação
1 ସହେି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଖର ଲୋକମାନଙ୍କ ଉଦ୍ଦେଶ୍ଯ ରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘାଷେଣା କରାଗଲା। ଆଜ୍ଞାଟି କୁ ହେ ଯେ ସମସ୍ତେ ଜନଗଣନା ପାଇଁ ନିଜନିଜ ନାମର ପଞ୍ଜୀକରଣ କରିବେ।
1 E aconteceu que, naqueles dias saiu um decreto de César Augusto, para que todo o mundo fosse tributado.
2 ଏହା ପ୍ରଥମ ଜନଗଣନା ଥିଲା। କ୍ବିରୀଣିୟ ସୁରିଯାର ରାଜ୍ଯପାଳ ଥିବା ସମୟରେ ଏହା ହେଲା।
2 (E esta tributação foi realizada pela primeira vez quando Quirino era governador da Síria).
3 ତେଣୁ ପ୍ରେତ୍ୟକକ ଲୋକ ନାମ ପଞ୍ଜୀକରଣ କରିବା ପାଇଁ ନିଜ ନିଜ ନଗରକୁ ଗଲେ।
3 E todos passaram a ser tributados, cada um à sua própria cidade.
4 ୟୋ ସଫେ ଦାଉଦଙ୍କ ବଂଶର ହାଇେଥିବାରୁ ସେ ଗାଲିଲୀର ନାଜରିତ ନଗରରୁ ୟିହୂଦା ପ୍ରଦେଶର ବେଥ୍ଲହେିମକୁ ଗଲେ। ବେଥ୍ଲହେିମ ନଗର ଦାଉଦଙ୍କ ନଗର ନାମ ରେ ପରିଚିତ ଥିଲା।
4 E José também subiu da Galileia, da cidade de Nazaré, à Judeia, até a cidade de Davi, que é chamada Belém, (porque ele era da casa e da linhagem de Davi);
5 ୟୋ ସଫେ ମରିୟମଙ୍କ ସହିତ ନାମ ପଞ୍ଜୀକରଣ କଲେ, କାରଣ ମରିୟମଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହାଇେ ସାରିଥିଲା। ମରିୟମ ସେତବେେଳେ ଗର୍ଭବତୀ ଥିଲେ।
5 para ser tributado com Maria, sua esposa, que estava grávida.
6 ୟୋ ସଫେ ଓ ମରିୟମ ବେଥ୍ଲହେିମ ରେ ଥିବା ସମୟରେ ମରିୟମଙ୍କର ପ୍ରସବ ସମୟ ଆସିଲା।
6 E aconteceu que, estando eles ali, cumpriram-se os dias para o parto.
7 ସେ ତାହାଙ୍କର ପ୍ରଥମଜାତ ପୁତ୍ର ସନ୍ତାନକୁ ଜନ୍ମ ଦେଲେ। ସମାନେେ ରହିବାକୁ ଚଟିଘ ରେ ଆଉ ଜାଗା ନଥିଲା। ତେଣୁ ମରିୟମ ଶିଶୁଟିକୁ ଲୁଗାପଟା ରେ ଗୁଡାଇ ଗୁହାଳ ରେ ଗୋରୁକୁଣ୍ଡ ରେ ରଖି ଦେଲେ।
7 E deu à luz ao seu filho primogênito, e envolveu-o em faixas de pano, e deitou-o em uma manjedoura, porque não havia quarto para eles na estalagem.
8 ସହେି ରାତି ରେ କେତକେ ମଷେପାଳକ ସମାନଙ୍କେର ମାଣ୍ଢାଗୁଡିକୁ ରାତିସାରା ପଦା ରେ ଜଗି ରହିଥିଲେ।
8 E havia naquela mesma região pastores que estavam no campo, vigiando durante a noite o seu rebanho.
9 ପ୍ରଭୁଙ୍କର ଜଣେ ଦୂତ ମଷେପାଳକମାନଙ୍କ ସମ୍ମୁଖ ରେ ଠିଆ ହେଲେ। ପ୍ରଭୁଙ୍କର ଗୌରବର ଜ୍ଯୋତିଃ ସମାନଙ୍କେର ଚତୁର୍ଦ୍ଦିଗ ରେ ଝଲକି ଉଠିଲା।
9 E, eis que o anjo do Senhor veio sobre eles, e a glória do Senhor brilhou ao seu redor; e eles ficaram com medo.
10 ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।
10 E o anjo lhes disse: Não temais; porque eis que vos trago boa nova de grande alegria, que será para todo o povo.
11 କାରଣ ଆଜି ଦାଉଦଙ୍କ ନଗର ରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।
11 Porque vos nasceu neste dia, na cidade de Davi, um Salvador, que é Cristo, o Senhor.
12 ତୁମ୍ଭମାନେେ ତାହାଙ୍କୁ ଚିହ୍ନି ପାରିବା ପାଇଁ ଏହା ହେଉଛି ସଙ୍କତେ: ତୁମ୍ଭମାନେେ ଗୋଟିଏ ଶିଶୁକୁ କନା ରେ ଗୁଡାଇ ହାଇେ ଗୋରୁକୁଣ୍ଡ ରେ ଶାଇେଥିବାର ଦେଖିବ।
12 E isto vos será por sinal: Achareis o bebê envolto em faixas de pano, deitado em uma manjedoura.
13 ସହେି ସମୟରେ ସ୍ବର୍ଗରୁ ବହୁସଂଖ୍ଯା ରେ ସ୍ବର୍ଗଦୂତମାନେ ଆସି ସହେି ସ୍ବର୍ଗଦୂତଙ୍କ ସହିତ ୟୋଗ ଦେଲେ। ସମସ୍ତ ସ୍ବର୍ଗଦୂତ ଏହିପରି ପରମେଶ୍ବରଙ୍କ ସ୍ତୁତି କରୁଥିଲେ:
13 E, de repente, estava ali com o anjo uma multidão dos exércitos celestes, louvando a Deus, e dizendo:
14 ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।
14 Glória a Deus nas alturas, e paz na terra, boa vontade para com os homens.
15 ସ୍ବର୍ଗଦୂତମାନେ ମଷେପାଳକମାନଙ୍କୁ ଛାଡି ସ୍ବର୍ଗକୁ ଫରେିଗଲେ। ମଷେପାଳକମାନେ ପରସ୍ପର କୁହାକୁହି ହେଲେ: ଆମ୍ଭମାନେେ ବେଥ୍ଲହେିମ ୟିବା ଓ ଏହି ଯେଉଁ ଘଟଣା ଘଟିଛି ବୋଲି ପ୍ରଭୁ ଆମ୍ଭମାନଙ୍କୁ ଜଣାଇଲେ, ତାହା ଦେଖିବା।
15 E aconteceu que, quando os anjos foram embora para o céu, disseram os pastores uns aos outros: Vamos agora até Belém, e vejamos estas coisas que aconteceram, e que o Senhor nos fez saber.
16 ତେଣୁ ସମାନେେ ଶୀଘ୍ର ଗଲେ ଓ ମରିୟମ ଏବଂ ୟୋ ସଫଙ୍କେୁ ଖାଜେି ପାଇଲେ। ସହେି ଶିଶୁ ଗୋଟିଏ ଗୋରୁ କୁଣ୍ଡ ରେ ଶାଇେଥିଲେ।
16 E eles foram apressadamente, e acharam Maria, e José, e o bebê deitado na manjedoura.
17 ମଷେପାଳକମାନେ ଶିଶୁଙ୍କୁ ଦେଖିଲେ। ଏହି ଶିଶୁଙ୍କ ବିଷୟ ରେ ସ୍ବର୍ଗଦୂତମାନେ ଯାହା କରିଥିଲେ, ତାହା ସମାନେେ ସମସ୍ତଙ୍କୁ କହିଲେ।
17 E, vendo-o, divulgaram a palavra que lhes fora contada sobre esta criança.
18 ମଷେପାଳକମାନେ ଯାହା କହିଲେ ତାହା ଶୁଣି, ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ।
18 E todos os que ouviram se maravilharam das coisas que foram contadas pelos pastores.
19 କିନ୍ତୁ ମରିୟମ ଏସବୁ କଥା ନିଜ ମନ ଭିତ ରେ ଗୋପନ ରଖି ନିରନ୍ତର ଚିନ୍ତା କରିବାକୁ ଲାଗିଲେ।
19 Mas Maria guardava todas estas coisas, ponderando-as em seu coração.
20 ମଷେପାଳକମାନେ ନିଜ ମଷେମାନଙ୍କ ନିକଟକୁ ଫରେିଗଲେ ଏବଂ ଯାହା ସବୁ ଶୁଣିଥିଲେ ଓ ଦେଖିଥିଲେ, ସେଥିପାଇଁ ପରମେଶ୍ବରଙ୍କୁ ଗୌରବ ଦେଲେ ଓ ପ୍ରଶଂସା ଗାନ କଲେ। ସ୍ବର୍ଗଦୂତମାନେ ଯେପରି କହିଥିଲେ, ସମାନେେ ପ୍ରେତ୍ୟକକ ଜିନିଷକୁ ସହେିପରି ଦେଖିଲେ।
20 E os pastores voltaram, glorificando e louvando a Deus por todas as coisas que eles tinham ouvido e visto, como lhes fora contado.
21 ଶିଶୁଟି ଆଠ ଦିନର ହବୋରୁ ତାର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭ ରେ ରହି ବଢିବା ପୂର୍ବରୁ ସ୍ବର୍ଗଦୂତ ତାହାଙ୍କୁ ଏହି ନାମ ଦଇେଥିଲେ।
21 E, ao completarem-se os oito dias para circuncidar o menino, seu nome foi chamado de Jesus, que pelo anjo lhe fora nomeado antes de ser concebido no ventre.
22 ମାଶାଙ୍କେ ବ୍ଯବସ୍ଥା ଅନୁସାରେ ଶୁଚି ହବୋର ସମୟ ଆସିଲା। ଏହାପରେ ୟୋ ସଫେ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ବରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ୟିରୂଶାଲମକୁ ନଇେ ଆସିଲେ।
22 E, cumprindo-se os dias da purificação dela, segundo a lei de Moisés, eles o levaram para Jerusalém, para apresentá-lo ao Senhor,
23 ପ୍ରଭୁଙ୍କ 'ନିୟମ' ରେ ଲଖାେଅଛି: ପରିବାର ରେ ପ୍ରଥମ ପୁତ୍ରସନ୍ତାନ ଜନ୍ମ ହେଲେ ସେ 'ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ' ହବେ।
23 (conforme está escrito na lei do Senhor: Todo homem que abrir o ventre será chamado de santo ao ­Senhor);
24 ପ୍ରଭୁଙ୍କ ନିୟମ ରେ ଆହୁରି ମଧ୍ଯ ଲଖାେଅଛି: ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ଯ ବଳି ଦବୋକୁ ହବେ। ତେଣୁ ଏହି ବ୍ଯବସ୍ଥା ଅନୁସାରେ ବଳି ଦବୋ ନିମନ୍ତେ ୟୋ ସଫେ ଓ ମରିୟମ ୟିରୂଶାଲମକୁ ଗଲେ।
24 e para oferecerem um sacrifício de acordo com o que foi dito na lei do Senhor: Um par de rolinhas ou dois pombinhos.
25 ୟିରୁଶାଲମ ରେଶିମିଯୋନ ନାମ ରେ ଜଣେ ଅତ୍ଯନ୍ତ ଧାର୍ମିକ ଓ ନିଷ୍ଠାପର ଭକ୍ତ ରହୁଥିଲେ। ଇଶ୍ରାୟେଲକୁ ସାନ୍ତ୍ବନା କରିବା ନିମନ୍ତେ ପରମେଶ୍ବର କବେେ ଆସିବେ, ସହେି ସମୟକୁ ସେ ଅପେକ୍ଷା କରି ରହିଥିଲେ। ପବିତ୍ର ଆତ୍ମା ତାହାଙ୍କ ମଧିଅରେ ଥିଲେ।
25 E, eis que havia em Jerusalém um homem cujo nome era Simeão; e este homem era justo e piedoso, esperando a consolação de Israel; e o Espírito Santo estava sobre ele.
26 ପବିତ୍ର ଆତ୍ମା ତାହାଙ୍କୁ କହି ଦଇେଥିଲେ ଯେ, ସେ ପ୍ରଭୁ ପରମେଶ୍ବରଙ୍କଠାରୁ ଆଗତ ଖ୍ରୀଷ୍ଟଙ୍କ ଦର୍ଶନ ନକରିବା ପୂର୍ବରୁ ତାହାଙ୍କର ମୃତ୍ଯୁ ହବେନାହିଁ।
26 E lhe fora revelado pelo Espírito Santo, que ele não morreria antes de ter visto o Cristo do Senhor.
27 ଆତ୍ମାଶିମିଯୋନଙ୍କୁ ମନ୍ଦିରକୁ କଢଇେ ଆଣିଲେ। ଯିହୂଦୀମାନଙ୍କ ବ୍ଯବସ୍ଥା ଅନୁସାରେ କାର୍ୟ୍ଯ କରିବା ପାଇଁ ୟୋ ସଫେ ମରିୟମ ଶିଶୁ ଯୀଶୁଙ୍କୁ ସଙ୍ଗ ରେ ନଇେ ମନ୍ଦିରକୁ ଗଲେ।
27 E pelo Espírito ele foi ao templo, e quando os pais trouxeram o menino Jesus para fazerem com ele segundo o costume da lei,
28 ଶିମିୟୋନ ଶିଶୁ ଯୀଶୁଙ୍କୁ କୋଳକୁ ନଇେ ପରମେଶ୍ବରଙ୍କ ସ୍ତୁତିଗାନ କରି କହିଲେ:
28 então tomou-o em seus braços, e bendisse a Deus, e disse:
29 ପ୍ରଭୁ! ଏବେ ତୁମ୍ଭେ କହିବା ଅନୁସାରେ ତୁମ୍ଭର ଏହି ଦାସକୁ ଶାନ୍ତି ରେ ମରିବାକୁ ଦିଅ।
29 Senhor, agora despedes o teu servo em paz, de acordo com a tua palavra;
30 ମୁଁ ମାେ ଅଖି ରେ ତୁମ୍ଭର ପରିତ୍ରାଣକୁ ଦେଖିଛି।
30 porque os meus olhos têm visto a tua salvação,
31 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଆଗ ରେ ପ୍ରସ୍ତୁତ କରିଛ।
31 a qual tu preparaste perante a face de todos os povos;
32 ସେ ଅଣଯିହୂଦୀମାନଙ୍କୁ ତୁମ୍ଭରି ପଥ ଦଖାଇବୋ ପାଇଁ ଆଲୋକ ଅଟନ୍ତି ଓ ସେ ତୁମ୍ଭର ଲୋକମାନଙ୍କ ପାଇଁ ଗୌରବ ଆଣିବେ।
32 Uma luz para iluminar os gentios, e a glória de teu povo Israel.
33 ଯୀଶୁଙ୍କ ବାପାମାଆ ଯୀଶୁଙ୍କ ବିଷୟ ରେ ଶିମିୟୋନଙ୍କ ମୁହଁରୁ ଏ କଥା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।
33 E José, e sua mãe, se maravilharam das coisas que eram faladas sobre ele.
34 ତା'ପରେଶିମିଯୋନ ସମାନଙ୍କେୁ ଆଶୀର୍ବାଦ କଲେ ଓ ମରିୟମଙ୍କୁ କହିଲେ, ଏ ବାଳକ ୟୋଗୁଁ ଅନକେ ଯିହୂଦୀଙ୍କର ଉତ୍ଥାନ ଓ ପତନ ହବେ। ସେ ପରମେଶ୍ବରଙ୍କର ଏକ ଚିହ୍ନ ହବେେ ଓ ତାହା ଲୋକମାନେ ଗ୍ରହଣ କରିବେ ନାହିଁ।
34 E Simeão os abençoou, e disse a Maria, sua mãe: Eis que este menino é posto para a queda e o levantamento de muitos em Israel, e para um sinal que será contraditado
35 ଲୋକମାନଙ୍କ ମନ ଭିତ ରେ ଥିବା ଗୋପନକଥା ପ୍ରକାଶିତ ହବେ। ସହେି ଘଟଣା ସବୁ ତୁମ୍ଭର ହୃଦୟକୁ ଦୁଃଖ ଆଣିବ।
35 (sim, e uma espada traspassará também a tua própria alma), para que os pensamentos de muitos corações possam ser revelados.
36 ସେତବେେଳେ ହାନ୍ନା ନାମ ରେ ଜଣେ ମହିଳା ଭବିଷ୍ଯଦ୍ବକ୍ତୀ ମନ୍ଦିର ଭିତ ରେ ଥିଲେ। ସେ ଆଶରେ ବଂଶର ଫିନୂଯଲଙ୍କେ ଝିଅ ଥିଲେ। ହାନ୍ନା ବହୁତ ବୁଢୀ ହାଇେ ଯାଇଥିଲେ। ବିବାହ ପରେ ମାତ୍ର ସାତବର୍ଷ ପର୍ୟ୍ଯନ୍ତ ସେ ସ୍ବାମୀଙ୍କ ସହିତ ରହିଥିଲେ।
36 E estava ali Ana, a profetisa, filha de Fanuel, da tribo de Aser; ela era de idade avançada, e tinha vivido com o marido sete anos, desde a sua virgindade;
37 ତା'ପରେ ତାହାଙ୍କର ସ୍ବାମୀ ମରିଗଲେ ଓ ସେ ବିଧବା ହାଇେ ଏକୁଟିଆ ରହିବାକୁ ଲାଗିଲେ। ଏବେ ତାହାଙ୍କୁ ଚଉରାଅଶୀ ବର୍ଷ ବୟସ ହାଇେଥିଲା। ହାନ୍ନା ସବୁବେଳେ ମନ୍ଦିର ରେ ରହୁଥିଲେ। କବେେ ହେଲେ ସେ ମନ୍ଦିର ଛାଡି ଯାଇ ନଥିଲେ। ସେ ଉପବାସ କରି ଓ ସେ ଦିନରାତି ପ୍ରାର୍ଥନା କରି ପରମେଶ୍ବରଙ୍କ ଉପାସନା କରୁଥିଲେ।
37 e era viúva, de quase oitenta e quatro anos, e não se afastava do templo, servindo dia e noite a Deus, com jejuns e orações.
38 ସେ ସହେି ସମୟରେ ଶିଶୁ ଓ ତା'ର ବାପାମାଆଙ୍କ ପାଖକୁ ଆସିଲେ। ସେ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ଯେଉଁମାନେ ୟିରୁଶାଲମର ମୁକ୍ତିର ଅପେକ୍ଷା ରେ ଥିଲେ, ସହେି ସମସ୍ତ ଲୋକଙ୍କୁ ସେ ଯୀଶୁଙ୍କ ବିଷୟ ରେ କହିଲେ।
38 E, vindo ela naquele momento, também deu graças ao Senhor, e falava dele a todos os que aguardavam a redenção em Jerusalém.
39 ୟୋ ସଫେ ଓ ମରିୟମ ପ୍ରଭୁଙ୍କ ବ୍ଯବସ୍ଥାନୁଯାଯୀ ସମସ୍ତ କାର୍ୟ୍ଯ ସମ୍ପୂର୍ଣ୍ଣ କଲେ। ତା'ପରେ ସମାନେେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫରେିଗଲେ।
39 E, havendo concluído todas as coisas segundo a lei do Senhor, eles voltaram à Galileia, para a sua própria cidade, Nazaré.
40 ସାନ ଶିଶୁଟି ଦିନକୁ ଦିନ ବଢିବାକୁ ଲାଗିଲେ। ସେ ହୃଷ୍ଟପୃଷ୍ଟ ଓ ବୁଦ୍ଧିମାନ ହବୋକୁ ଲାଗିଲେ। ତାହାଙ୍କ ସହିତ ପରମେଶ୍ବରଙ୍କର ଆଶୀର୍ବାଦ ଥିଲା।
40 E o menino crescia, e se fortalecia no espírito, cheio de sabedoria; e a graça de Deus estava sobre ele.
41 ନିସ୍ତାରପର୍ବ ପାଇଁ ଯୀଶୁଙ୍କର ପିତାମାତା ପ୍ରତିବର୍ଷ ୟିରୂଶାଲମ ଯାଉଥିଲେ।
41 Ora, seus pais iam todos os anos para Jerusalém à festa da páscoa.
42 ଯୀଶୁଙ୍କୁ ବାରବର୍ଷ ବୟସ ହାଇେଥିବା ସମୟରେ ସବୁଥର ଭଳି ସମାନେେ ପର୍ବକୁ ଗଲେ।
42 E quando ele tinha doze anos, eles subiram para Jerusalém segundo o costume da festa.
43 ପର୍ବ ଦିନତକ ଶଷେ ହାଇଯେିବା ପରେ ସମାନେେ ଘରକୁ ଫରେୁଥିଲେ। କିନ୍ତୁ ବାଳକ ଯୀଶୁ ଯୀରୁଶାଲମ ରେ ରହିଗଲେ। ତାହାଙ୍କ ବାପାମାଆ ଏକଥା ଜାଣିନଥିଲେ।
43 E quando haviam cumprido os dias, enquanto eles retornavam, o menino Jesus ficou para trás em Jerusalém, e José e sua mãe não souberam.
44 ଦଳ ଭିତ ରେ ପୁଅ ଅଛି ଭାବି ୟୋ ସଫେ ଓ ମରିୟମ ପୁରା ଦିନେ ଯାତ୍ରା କରିସାରିଥିଲେ। ତା'ପରେ ସମାନେେ ନିଜ ପରିବାର ଲୋକ ଓ ଅନ୍ତରଙ୍ଗ ବନ୍ଧୁଙ୍କ ଭିତ ରେ ଯୀଶୁଙ୍କୁ ଖାଜେିଲେ।
44 Mas, supondo que ele estivesse na companhia, andaram uma jornada de um dia, e procuravam-no entre os seus parentes e conhecidos.
45 କିନ୍ତୁ ସମାନେେ ଯୀଶୁଙ୍କୁ ପାଇଲେ ନାହିଁ। ତେଣୁ ସମାନେେ ଯୀଶୁଙ୍କୁ ଖାଜେି ଖାଜେି ୟିରୁଶାଲମ ଫରେି ଆସିଲେ।
45 E não tendo-o encontrado, eles retornaram para Jerusalém em busca dele.
46 ତିନିଦିନ ପରେ ସମାନେେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତ ରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସମାନଙ୍କେ କଥା ଶୁଣୁଥିଲେ ଓ ସମାନଙ୍କେୁ ପ୍ରଶ୍ନ ସବୁ ପଚାରୁଥିଲେ।
46 E aconteceu que, após três dias, eles o acharam no templo, assentado no meio dos doutores, ouvindo-os, e dirigindo-lhes perguntas.
47 ସମସ୍ତେ ତାହାଙ୍କ କଥା ଶୁଣୁଥିଲେ। ତାହାଙ୍କର ବୁଝିବା ଶକ୍ତି ଦେଖି ଓ ଜ୍ଞାନପୂର୍ଣ୍ଣ ଉତ୍ତରଗୁଡିକ ଶୁଣି ସମାନେେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ।
47 E todos os que o ouviam admiravam-se com o seu entendimento e com as suas respostas.
48 ଯୀଶୁଙ୍କ ବାପାମାଆ ତାହାଙ୍କୁ ଦେଖି ବିସ୍ମିତ ହାଇଗେଲେ। ତାହାଙ୍କ ମାଆ ତାହାଙ୍କୁ ପଚାରିଲେ, ପୁଅ ରେ! ତୁ ଆମ ସାଙ୍ଗ ରେ ଏପରି କାହିଁକି କଲୁ? ତାେ ବାପା ଓ ମୁଁ ତାେତେ ଖାଜେି ଖାଜେି ବହୁତ ଚିନ୍ତିତ ହାଇେ ପଡିଲୁଣି।
48 E quando eles o viram, ficaram perplexos; e disse-lhe sua mãe: Filho, por que tu fizeste assim para conosco? Eis que teu pai e eu te procuramos angustiados.
49 ଏହି ଶୁଣି ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ମାେତେ କାହିଁକୁ ଖୋଜୁଥିଲ? ଯେଉଁଠା ରେ ମାରେ ପରମପିତାଙ୍କର କାର୍ୟ୍ଯ ଅଛି, ମୁଁ ସଠାେରେ ନିଶ୍ଚୟ ଥିବି ବୋଲି ତୁମ୍ଭମାନେେ କ'ଣ ଜାଣିନାହଁ?
49 E ele lhes disse: Por que procurastes por mim? Não sabeis que eu devo estar sobre os negócios de meu Pai?
50 କିନ୍ତୁ ସମାନେେ ଯୀଶୁଙ୍କର କଥାର ଅର୍ଥ କିଛି ବୁଝି ପାରିଲେ ନାହିଁ।
50 E eles não entenderam as palavras que lhes dissera.
51 ଯୀଶୁ ସମାନଙ୍କେ ସହିତ ନାଜରିତକୁ ଗଲେ। ସେ ବାପାମାଆଙ୍କର ସବୁ ଆଜ୍ଞା ପାଳନ କଲେ। ଯୀଶୁଙ୍କ ମାଆ ତଥାପି ଏହି ସବୁ କଥା ନିଜ ମନ ଭିତ ରେ ରଖି ଚିନ୍ତା କରୁଥିଲେ।
51 E desceu com eles, e foi para Nazaré, e era-lhes sujeito; mas sua mãe guardava todos esses dizeres no seu coração.
52 ଯୀଶୁ ଜ୍ଞାନ ରେ, ଶରୀର ରେ ଏବଂ ପରମେଶ୍ବର ଓ ମନୁଷ୍ଯମାନଙ୍କ ଅନୁଗ୍ରହ ରେ ବଢିବାକୁ ଲାଗିଲେ।
52 E Jesus crescia em sabedoria e estatura, e no favor para com Deus e os homens.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Lucas 2, comparar traduções ou montar um estudo — tudo direto pelo WhatsApp.