Lamentações 1
Oriya Bible (GL_ORIYA) vs VC
1 ଏହା କିପରି ଯେ, ସେ ଏକାକୀ ନ ଜାଣି ବସିଛନ୍ତି, ଏକଦା ସହେି ସହର ଲୋକପୂର୍ଣ୍ଣ ଥିଲା, ୟିରୁଶାଲମ ପୃଥିବୀର ମହାନ୍ ନଗରୀମାନଙ୍କ ମଧିଅରେ ଅନ୍ୟତମ ଥିଲା, କିନ୍ତୁ ବର୍ତ୍ତମାନ ବିଧବା ତୁଲ୍ଯ ଅଛି। ସେ ୟିଏକି ଜଣେ ରାଜକୁମାରୀ ପରି ଥିଲା, ବର୍ତ୍ତମାନ ସେ କିପରି କରଦାଯିନୀ ଦାସୀପରି ହାଇେଅଛି।
1 Alef. Como está abandonada a cidade tão povoada! Assemelha-se a uma viúva a grande entre as nações. Rainha entre as províncias, ficou sujeita ao tributo.
2 ସେ ରାତ୍ରି ରେ ଅତିଶଯ ରୋଦନ କରୁଛି, ତାହାର ଲୋତକ ଗଣ୍ଡଦେଶ ରେ ପଡ଼ୁଅଛି; ତାକୁ ସାନ୍ତ୍ବନା ଦବୋକୁ କହେି ନାହିଁ ; ତା'ର ସମସ୍ତ ବନ୍ଧୁ ତାକୁ ପ୍ରବଞ୍ଚନା କରିଛନ୍ତି; ସମାନେେ ତାହାର ଶତ୍ରୁ ହାଇେଛନ୍ତି।
2 Bet. Ela chora pela noite adentro, lágrimas lhe inundam as faces, ninguém mais a consola de quantos a amavam. Seus amigos todos a traíram, e se tornaram seus inimigos.
3 ଯିହୁଦା ବହୁ ଦୁଃଖ ଯୋଗୁଁ ନିର୍ବାସିତ ହାଇେଅଛି। ସେ ନାନା ଗୋଷ୍ଠୀ ମଧିଅରେ ବାସ କରେ ଓ ସେ ବିଶ୍ରାମ ପାଏ ନାହିଁ। ତାହାର ତାଡ଼ନାକାରୀ ସମସ୍ତେ ସଂକୀର୍ଣ୍ଣ ପଥରେ ତାକୁ ଧରିଲେ।
3 Guimel. Judá partiu para o exílio em miséria e dura servidão. Habita entre as nações sem achar repouso. Atingiram-no seus perseguidores entre as suas fronteiras.
4 ସିଯୋନର ସମସ୍ତ ପଥ ଶାେକରେ ପରିପୂର୍ଣ୍ଣ, କାରଣ କହେି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାଁନ୍ତି। ତାହାର ସମସ୍ତ ଫାଟକ ଶୂନ୍ଯ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା'ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନ ରେ ବହୁ ପୀଡ଼ା ପାଇଅଛି।
4 Dalet. Estão de luto os caminhos de Sião, e ninguém mais vem às suas festas. Suas portas todas estão desertas, gemem seus sacerdotes, afligem-se as virgens, e ela mesma vive na amargura.
5 ତା'ର ବିପକ୍ଷମାନେ ଜଯଲାଭ କରିଛନ୍ତି ଓ ତା'ର ଶତ୍ରୁଗଣ ସୌଭାଗ୍ଯବାନ ହାଇେଛନ୍ତି। କାରଣ ତା'ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଲେଶ ଦଇେଛନ୍ତି। ତା'ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ବାରା ନିର୍ବାସିତ ହାଇୟୋଇଛନ୍ତି।
5 He. Apossaram-se dela seus opressores, e tranqüilos vivem seus inimigos, pois o Senhor a aflige por causa do número de seus crimes. Partiram cativos os seus filhos diante do opressor.
6 ସିଯୋନ କନ୍ଯାଠାରୁ ଆଶୀର୍ବାଦ ଓ ଉନ୍ନତି ତାହାଠାରୁ ଚାଲିୟାଇଛି, ଏହାର ରାଜକୁମାରୀମାନେ ଚାରଣ ଭୂମି ଖୋଜୁଥିବା ହରିଣ ପରି ବୁଲୁଛନ୍ତି। ପୁଣି ସମାନଙ୍କେୁ ଅନୁଧାବନ କରୁଥିବା ଲୋକମାନଙ୍କ ଆଗ ରେ ସମାନେେ ଶକ୍ତିହୀନ ହାଇେଛନ୍ତି।
6 Vau. Desapareceu da filha de Sião toda a sua glória. Seus príncipes se tornaram como cervos que não encontraram pastagens e que fogem, esgotados, diante dos que os perseguem.
7 ନିଜ ଦୁଃଖ ଓ ଦୁର୍ଗତିର ସମୟରେ , ୟିରୁଶାଲମ ଆପଣା ପୂର୍ବକାଳର ରମଣୀଯ ଦିନସବୁ ସ୍ମରଣ କରୁଅଛି; ଯେତବେେଳେ ତା'ର ଲୋକମାନେ ଶତ୍ରୁମାନଙ୍କ ଦ୍ବାରା କବଳିତ ହେଲେ, କହେି ସମାନଙ୍କେୁ ସାହାୟ୍ଯ କରିବାକୁ ଆସିଲେ ନାହିଁ, ସେତବେେଳେ ତା'ର ଶତ୍ରୁଗଣ ସମାନଙ୍କେର ଧ୍ବଂସାବସ୍ଥା ଦେଖି ସମାନଙ୍କେୁ ଉପହାସ କଲେ।
7 Zain. Nestes dias de males e vida errante, recorda-se Jerusalém das delícias dos tempos idos. Agora que seu povo sucumbiu sob os golpes do inimigo e ninguém vem socorrê-la! Olham-na seus inimigos, e zombam de sua devastação.
8 ୟିରୁଶାଲମ ଅତିଶଯ ପାପ କରିଅଛି, ଏଣୁ ସେ ନଗର ଧ୍ବଂସପ୍ରାପ୍ତ ହାଇେଅଛି। ଯେଉଁମାନେ ତାକୁ ପୂର୍ବେ ସମ୍ମାନ କରୁଥିଲେ, ଏବେ ସମାନେେ ତାକୁ ଘୃଣା କରୁଛନ୍ତି। କାରଣ ସମାନେେ ତାକୁ ଗାଳି ଦିଅନ୍ତି। ୟିରୁଶାଲମ ଦୀର୍ଘ ନିଃଶ୍ବାସ ଛାଡ଼ୁଅଛି ଓ ପଛକୁ ମୁଖ ଫରୋଉଛି।
8 Het. Graves foram os pecados de Jerusalém: ela ficou uma imundície. Quem a honrava, agora a despreza porque lhe viram a nudez. E ela geme e esconde o rosto.
9 ୟିରୁଶାଲମର ଅପରିଷ୍କାର ସହଳୀ ତାଙ୍କ ଜାମାଗୁଡ଼ିକରେ ଦୃଶିତ କରିଥିଲା। ସେଥିପାଇଁ ତାହାର ପତନ ଅନିବାର୍ୟ୍ଯ ଜଣାପଡ଼ୁଥିଲା। ସଠାେ ରେ ତାକୁ ସାନ୍ତ୍ବନା ଦବୋକୁ କହେି ନ ଥିଲେ। ସେ କହୁଛି, ହେ ସଦାପ୍ରଭୁ, ମାରେ ସମସ୍ଯା ଦେଖ, ମାରେ ଶତ୍ରୁଗଣ ନିଜକୁ କିପରି ମହାନ୍ ମନେ କରୁଛନ୍ତି।
9 Tet. Vê-se sua mancha sobre suas vestes. Ela não previra esse fim. É imensa a sua decadência, e ninguém vem consolá-la. Olhai, Senhor, para a minha miséria, porque o inimigo se ensoberbece.
10 ତାହାର ସମସ୍ତ ବିପକ୍ଷମାନେ ସମାନଙ୍କେର ହସ୍ତ ପ୍ରସାରଣ କଲେ ଏବଂ ସମସ୍ତ ସୁନ୍ଦର ଜିନିଷ ନଇଗେଲେ। ସେ ବିଦେଶୀମାନଙ୍କୁ ତାହାର ପବିତ୍ର ମନ୍ଦିର ରେ ପ୍ରବେଶ କରିବାର ପର୍ୟ୍ଯବେକ୍ଷଣ କଲେ। ସହେି ବିଦେଶୀମାନଙ୍କୁ ସଦାପ୍ରଭୁ ଧାର୍ମିକ ସମ୍ମଳନେୀ ରେ ଯୋଗ ଦବୋକୁ ଆଦେଶ ଦଇେଥିଲେ।
10 Iod. O adversário lançou a mão sobre todos os seus tesouros. E ela viu os pagãos penetrarem em seu santuário, aqueles dos quais dissestes que não entrariam em vossa assembléia.
11 ତାହାର ସମସ୍ତ ଲୋକ ବିଳାପ କରି ଆହାର ଖୋଜୁଛନ୍ତି। ସମାନେେ ବଞ୍ଚିବା ଉଦ୍ଦେଶ୍ଯ ରେ ଖାଦ୍ୟ ପାଇଁ ସମାନଙ୍କେର ମ ନୋହର ସାମଗ୍ରୀସବୁ ଦେଉଛନ୍ତି। ୟିରୁଶାଲମ କ ହେ, ହେ ସଦାପ୍ରଭୁ, ଦେଖ, ମାେତେ ନିରୀକ୍ଷଣ କର, ଆଉ ଦେଖ ଲୋକମାନେ ମାେତେ ଘୃଣା କରୁଛନ୍ତି।
11 Caf. Geme todo o seu povo à procura de pão. Por víveres troca suas jóias a fim de recuperar as forças. Vede, Senhor, e considerai o aviltamento a que cheguei!
12 ହେ ପଥିକଗଣ, ମାେତେ ଚାହଁ ଏବଂ ଦେଖ କି ଦାରୁଣ ୟନ୍ତ୍ରଣା ମୁଁ ଭୋଗୁଅଛି। ଏପରି ୟନ୍ତ୍ରଣା ଓ ଦୁଃଖ ଅନ୍ୟ କିଏ ପାଇଛି କି ? ସଦାପ୍ରଭୁ ଆପଣା ପ୍ରଚଣ୍ଡ କୋରଧ ରେ ମାେ ପ୍ରତି ଦଣ୍ଡ ବିଧାନ କରିଛନ୍ତି।
12 Lamed. Ó vós todos, que passais pelo caminho: olhai e julgai se existe dor igual à dor que me atormenta, a mim que o Senhor feriu no dia de sua ardente cólera.
13 ସଦାପ୍ରଭୁ ଉର୍ଦ୍ଧ୍ବରୁ ମାେ ଅସ୍ଥିଗୁଡ଼ିକ ମଧ୍ଯରୁ ଅଗ୍ନି ପ୍ ରରଣେ କରି ଅଛନ୍ତି, ସେ ମାରେ ମରଣ ପାଇଁ ଢ଼ାଲ ପାତିଛନ୍ତି ଓ ସେଥି ରେ ମାେତେ ଗୁଡ଼ାଇ ଦଇେଛନ୍ତି। ସେ ମାେତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।
13 Mem. Até aos meus ossos lançou ele do alto um fogo que os devora. Sob meus passos estendeu redes e me fez cair violentamente, enchendo-me de pavor. Eu ando amargurado o dia inteiro!
14 ମାରେ ପାପରୂପୀ ୟୁଆଳି ସଦାପ୍ରଭୁଙ୍କ ହସ୍ତ ରେ ବନ୍ଧା ୟାଇଅଛି। ସଦାପ୍ରଭୁଙ୍କ ସହେି ୟୁଆଳି ମାେ ସ୍କନ୍ଧ ଉପରକୁ ଆସିଅଛି, ସେ ମାେତେ ସମ୍ପୁର୍ଣ୍ଣ ଦୁର୍ବଳ କରିଦଇେଛନ୍ତି। ଯେଉଁମାନଙ୍କ ବିରୁଦ୍ଧ ରେ ମୁଁ ଠିଆ ହାଇପୋରିବି ନାହିଁ, ସମାନଙ୍କେ ହସ୍ତ ରେ ସଦାପ୍ରଭୁ ମାେତେ ସମର୍ପଣ କରିଛନ୍ତି।
14 Nun. O jugo dos meus crimes está ligado pelas suas mãos. Pesa-me ao pescoço um feixe que faz vacilar minha força. O Senhor me entregou em mãos das quais não posso libertar-me.
15 ସଦାପ୍ରଭୁ ମଝି ରେ ଛିଡ଼ା ହାଇେଥିବା ଯୋଦ୍ଧାମାନଙ୍କୁ ପଠଇେ ଦଇେଛନ୍ତି। ସଦାପ୍ରଭୁ ମାରେ ୟୁବକମାନଙ୍କୁ ବଧ କରିବା ପାଇଁ ଦଳେ ଲୋକ ଆଣିଛନ୍ତି। ଦ୍ରାକ୍ଷାକୁଣ୍ଡ ରେ ଦ୍ରାକ୍ଷା ମର୍ଦ୍ଦନ କଲାପରି ସଦାପ୍ରଭୁ ଯିହୁଦାର କୁମାରୀମାନଙ୍କୁ ପଷେଣ କରିଅଛନ୍ତି।
15 Samec. Rejeitou o Senhor todos os bravos que viviam em meus muros. Enviou contra mim um exército a fim de abater minha jovem elite. O Senhor esmagou no lagar a virgem, filha de Judá.
16 ଏହିସବୁ ବିଷଯ ପାଇଁ ମୁଁ କ୍ରନ୍ଦନ କରୁଛି ଓ ମାରେ ଚକ୍ଷୁୟୁଗଳ ଲୋତକପୂର୍ଣ୍ଣ ହାଇେଅଛି। କାରଣ ମାରେ ସାନ୍ତ୍ବନାକାରୀ ମାରେ ପ୍ରାଣକୁ ଆଶ୍ବାସନା ଦବୋ କଥା, କିନ୍ତୁ ସେ ମାଠାରୁେ ଦୂ ରଇେ ଅଛନ୍ତି। ମାରେ ସନ୍ତାନଗଣ ଅନାଥ ହାଇେଛନ୍ତି, କାରଣ ମାରେଶତ୍ରୁଗଣ ସମାନଙ୍କେ ଉପ ରେ ବିଜଯଲାଭ କରିଛନ୍ତି।
16 Ain. Eis o motivo por que choro; fundem-se em lágrimas os meus olhos, porque ninguém a meu lado me consola, nem me alenta. Vivem consternados os meus filhos, porque triunfa o inimigo.
17 ସିୟୋନ ଆପଣା ହସ୍ତ ପ୍ରସାରଣ କରୁଛି, ମାତ୍ର ତାକୁ ସାହାୟ୍ଯ କରିବାକୁ କହେି ନାହିଁ। ଯାକୁବର ଶତ୍ରୁଗଣ ତାକୁ ଚତୁର୍ଦ୍ଦିଗରୁ ଘରେି ରହିବାକୁ ସଦାପ୍ରଭୁ ଆଦେଶ କରିଛନ୍ତି। ୟିରୁଶାଲମ ସମାନଙ୍କେ ମଧିଅରେ ଅଶୁଚି ବସ୍ତୁ ତୁଲ୍ଯ ଅଛି।
17 Pe. Sião estende as suas mãos sem que ninguém a console. Mandou o Senhor contra Jacó inimigos sem conta. Jerusalém se tornou entre eles objeto de aversão.
18 ବର୍ତ୍ତମାନ ୟିରୁଶାଲମ କ ହେ, ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନଯ କରୁଛି, ତୁମ୍ଭମାନେେ ଶୁଣ ଓ ମାରେ ଦୁଃଖ ଦେଖ। ମାରେ ୟୁବକ, ୟୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି।
18 Sade. O Senhor é justo, porque fui rebelde à sua voz. Escutai todos vós, ó povos, e vede a minha dor. Minhas virgens e meus jovens foram conduzidos para o exílio.
19 ମୁଁ ମାରେ ପ୍ ରମେିକମାନଙ୍କୁ ଡ଼ାକିଲି, ମାତ୍ର ସମାନେେ ମାେ ପ୍ରତି ପ୍ରବଞ୍ଚନା କଲେ। ମାରେ ଯାଜକଗଣ ଓ ପ୍ରାଚୀନବର୍ଗ ନଗର ମଧିଅରେ ପ୍ରାଣତ୍ଯାଗ କଲେ। ସମାନେେ ନିଜେ ନିଜେ ବଞ୍ଚିବା ପାଇଁ ଆହାର ଖୋଜୁଥିବା ବେଳେ ମଲେ।
19 Cof. Implorei a meus amigos e eles me iludiram. Meus sacerdotes e os anciãos pereceram na cidade enquanto buscavam alimento para revigorar as forças.
20 ହେ ସଦାପ୍ରଭୁ, ଦେଖ, ମୁଁ କିପରି ବିପଦଗ୍ରସ୍ତା। ମାରେ ଅନ୍ତର ବ୍ଯଥିତ ହେଉଛି, କାରଣ ମୁଁ ବିଦ୍ରୋହୀ ଥିଲି। ବାହା ରେ ଖଡ଼ଗ ବଧ କରୁଅଛି ଓ ଗୃହ ଭିତ ରେ ମୃତ୍ଯୁ ରହିଅଛି। ହେ ସଦାପ୍ରଭୁ ଦେଖ, ମାରେ ଅନ୍ତର କିପରି ଦହି ମାହେିଁବା ଭଳି ହେଉଛି।
20 Res. Vede, Senhor, a minha angústia! Tremem minhas entranhas, e meu coração está perturbado por causa de minhas revoltas. De fora mata a espada, de dentro alastra a morte.
21 ମାେ କଥା ଶୁଣ, ମୁଁ ବିଳାପ କରୁଛି। ମାେତେ ସାନ୍ତ୍ବନା ଦବୋକୁ କହେି ନାହିଁ। ମାରେ ଶତ୍ରୁମାନେ ମାରେ ବିପଦକଥା ଶୁଣି ଆନନ୍ଦିତ। ସମାନେେ ଖୁସି, କାରଣ ତୁମ୍ଭେ ମାେ ପ୍ରତି ତାହା ଘଟାଇଛ। ତୁମ୍ଭେ କହିଥିଲ ଏକ ସମୟରେ ମାରେ ଶତ୍ରୁମାନେ ଦଣ୍ଡିତ ହବେେ। ବର୍ତ୍ତମାନ ସମାନଙ୍କେୁ ମାେ ତୁଲ୍ଯ କରନ୍ତୁ।
21 Sin. Meus suspiros são ouvidos sem que ninguém me console. Meus inimigos, vendo minha ruína, sentem-se felizes com a vossa intervenção. Fazei vir o dia por vós predito! Que a mesma sorte lhes advenha!
22 ଆଉ ଦେଖ, ମାରେ ଶତ୍ରୁଗଣ କିପରି ଦୁଷ୍ଟତା ରେ ପରିପୂର୍ଣ୍ଣ । ମାରେ ଅଧର୍ମ ଯୋଗୁଁ ମାେ' ପ୍ରତି ଯେଉଁପରି ବ୍ଯବହାର କରିଥିଲ, ସମାନଙ୍କେ ପ୍ରତି ସହେି ପ୍ରକାର କର। କାରଣ ମୁଁ ଅନକେଥର ବିଳାପ କରୁଛି ଓ ମାରେ ହୃଦଯ ମୂର୍ଚ୍ଛିତ ହାଇେଅଛି।
22 Tau. Que todos os seus crimes vos estejam presentes! Tratai-os como a mim me tratastes por todos os meus crimes! Porque não cessam meus gemidos, e está doente meu coração.
Atalhos do teclado
- Capítulo anterior←
- Próximo capítulo→
- Versículo anteriork
- Próximo versículoj
- Limpar seleçãoEsc
- Esta ajuda?
Estude este capítulo no WhatsApp
Peça à IA da Bíblia Fala para explicar Lamentações 1, comparar traduções ou montar um estudo — tudo direto pelo WhatsApp.