Levítico 12

Oriya Bible (GL_ORIYA) vs VC

Sair da comparação
VC Versão Católica
1 ସଦାପ୍ରଭୁ ମାଶାଙ୍କେୁ କହିଲେ,
1 O Senhor disse a Moisés: "Dize aos israelitas o seguinte:
2 ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, 'ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତବେେ ସେ ସ୍ତ୍ରୀ ଧର୍ମର ଅ େଶୗଚ ସମୟ ପରି ସାତଦିନ ୟାଏ ଅଶୁଚି ରହିବ।
2 quando uma mulher der à luz um menino será impura durante sete dias, como nos dias de sua menstruação.
3 ଅଷ୍ଟମ ଦିନ ରେ ବାଳକ ନିଶ୍ଯ ସୁନ୍ନତ ହବେ।
3 No oitavo dia far-se-á a circuncisão do menino.
4 ପୁଣି ସେ ସ୍ତ୍ରୀ ତତେିଶ ଦିନ ପର୍ୟ୍ଯନ୍ତ ନିଜର େଶୗଚ ନିମନ୍ତେ ରକ୍ତ ସ୍ରାବ ଅବସ୍ଥା ରେ ରହିବ। ଯେପର୍ୟ୍ଯନ୍ତ େଶୗଚର ଦିନ ପୂର୍ଣ୍ଣ ନ ହୁଏ, ସପେର୍ୟ୍ଯନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ କିମ୍ବା କୌଣସି ପବିତ୍ର ସ୍ଥାନ ରେ ପ୍ରବେଶ କରିବ ନାହିଁ।
4 Ela ficará ainda trinta e três dias no sangue de sua purificação; não tocará coisa alguma santa, e não irá ao santuário até que se acabem os dias de sua purificação.
5 ମାତ୍ର ଯବେେ ଜଣେ ସ୍ତ୍ରୀ କନ୍ଯା ପ୍ରସବ କରେ, ସହେିଭଳି ସ୍ତ୍ରୀ ଧର୍ମର ଅ େଶୗଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା'ପରେ ତା'ର ଦହରେ ରକ୍ତସ୍ରାବରୁ ଶୁଦ୍ଧ ହବୋପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।
5 Se ela der á luz uma menina, será impura durante duas semanas, como nos dias de sua menstruação, e ficará sessenta e seis dias no sangue de sua purificação.
6 ତା'ପରେ ପୁତ୍ର ବା କନ୍ଯା ପ୍ରସବର ଅ େଶୗଚ ଦିନ ପୂର୍ଣ୍ଣ ହେଲ ସେ ବଳିଦାନ ନିମନ୍ତେ ଏକବର୍ଷୀଯ ଏକ ମଷେ ଶାବକ ଓ ପାପାର୍ଥକ ବଳି ନିମନ୍ତେ ଏକ କପୋତ ଛୁଆ କିମ୍ବା ପାରା ଛୁଆ ସମାଗମ ତମ୍ବୁର ଦ୍ବାରର ଯାଜକ ନିକଟକୁ ଆମିବ।
6 Cumpridos esses dias, por um filho ou por uma filha, apresentará ao sacerdote, à entrada da tenda de reunião, um cordeiro de um ano em holocausto, e um pombinho ou uma rola em sacrifícios pelo pecado.
7 ଯଦି ଜଣେ ସ୍ତ୍ରୀ ମଷେ ଶାବକ ଉତ୍ସର୍ଗ କରିବାକୁ ଅକ୍ଷମ ହୁଏ ତବେେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେଥିମଧ୍ଯରୁ ଗୋଟିଏ ପାପାର୍ଥକ ବଳି ନିମନ୍ତେ ଓ ଅନ୍ୟଟି ହାମବେଳି ନିମନ୍ତେ ଉତ୍ସର୍ଗ କରାୟିବ।
7 O sacerdote os oferecerá ao Senhor, e fará a expiação por ela, que será purificada do fluxo de seu sangue. Tal é a lei relativa à mulher que dá à luz um menino ou uma menina.
8 ଯାଜକ ସଗେୁଡିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରଯଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ଯା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ଯବସ୍ଥା ଅଟେ।
8 Se as suas posses não lhe permitirem trazer um cordeiro, tomará duas rolas ou dois pombinhos, uma para o holocausto e outro para o sacrifício pelo pecado. O sacerdote fará por ela a expiação, e será purificada".

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Levítico 12, comparar traduções ou montar um estudo — tudo direto pelo WhatsApp.