Levítico 14

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ସଦାପ୍ରଭୁ ମାଶାଙ୍କେୁ କହିଲେ,
1 Disse o Senhor a Moisés:
2 କୁଷ୍ଠ ରୋଗୀର ଶୁଚି ହବୋ ଦିନ ରେ ତାହାର ଏହି ବ୍ଯବସ୍ଥା,
2 Esta será a lei do leproso no dia da sua purificação: será levado ao sacerdote;
3 ତହୁଁ ଯାଜକ ଛାଉଣୀର ବାହାରକୁ ୟିବ, ପୁଣି ଯାଜକ ଦେଖିବ ଯଦି ଘା' ସୁସ୍ଥ ହାଇେଥାଏ।
3 este sairá fora do arraial e o examinará. Se a praga da lepra do leproso está curada,
4 ଯଦି ଲୋକଟି ସୁସ୍ଥ ତବେେ ଯାଜକ ତାହା ପାଇଁ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, କିଛି ଏରସ୍ କାଠ, ସିନ୍ଦୁରବର୍ଣ୍ଣ ( ଲୋମ) ଓ ବନସ୍ପତିର ପତ୍ର ନବୋ ପାଇଁ ଆଜ୍ଞା ଦବେ।
4 então, o sacerdote ordenará que se tomem, para aquele que se houver de purificar, duas aves vivas e limpas, e pau de cedro, e estofo carmesim, e hissopo.
5 ପୁଣି ଯାଜକ ମୃତ୍ତିକାପାତ୍ରସ୍ଥିତ ସୋର୍ତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଦେଶ ଦବେ।
5 Mandará também o sacerdote que se imole uma ave num vaso de barro, sobre águas correntes.
6 ତା'ପରେ ସେ ସହେି ଜୀଅନ୍ତା ପକ୍ଷୀ, ଏରସ କାଠ, ସିନ୍ଦୁର ବର୍ଣ୍ଣ (ଲୋମ) ଓ ବନସ୍ପତି ବୃକ୍ଷର ପତ୍ର ନଇେ ସହେି ସୋର୍ତଜଳ ଉପରେ ବଧ କରାୟାଇଥିବା ପକ୍ଷୀର ରକ୍ତ ରେ ସହେି ସବୁକୁ ବୁଡାଇବ।
6 Tomará a ave viva, e o pau de cedro, e o estofo carmesim, e o hissopo e os molhará no sangue da ave que foi imolada sobre as águas correntes.
7 ପୁଣି ଯାଜକ ସହେି କୁଷ୍ଠ ରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନଇେ କ୍ଷେତ୍ରଆଡେ ଛାଡିଦବେ।
7 E, sobre aquele que há de purificar-se da lepra, aspergirá sete vezes; então, o declarará limpo e soltará a ave viva para o campo aberto.
8 ତା'ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳ ରେ ସ୍ନାନ କରିବ, ତାଦ୍ବାରା ସେ ଶୁଚି ହବେ। ତା'ପରେ ସେ ଛାଉଣୀ ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହା ରେ ରହିବ।
8 Aquele que tem de se purificar lavará as vestes, rapará todo o seu pelo, banhar-se-á com água e será limpo; depois, entrará no arraial, porém ficará fora da sua tenda por sete dias.
9 ସପ୍ତମ ଦିନ ରେ ସେ ନିଜର ସମସ୍ତ କେଶ ଅର୍ଥାତ୍ ମସ୍ତକର ଦାଢି ରେ ଓ ଭ୍ରୁଲତାର ସମସ୍ତ କେଶ କ୍ଷୌର କରିବ। ପୁଣି ନିଜର ବସ୍ତ୍ର ଧୌଇ ଜଳ ରେ ସ୍ନାନ କରି ଶୁଚି ହବେ।
9 Ao sétimo dia, rapará todo o seu cabelo, a cabeça, a barba e as sobrancelhas; rapará todo pelo, lavará as suas vestes, banhará o corpo com água e será limpo.
10 ଅଷ୍ଟମ ଦିନ ରେ ସେ କୁଷ୍ଠ ରୋଗୀ ଦୁଇ ନିଖୁଣ ମଷେବତ୍ସ, ଏକବର୍ଷୀଯା ଏକ ନିଖୁଣ ମଷେବତ୍ସା, ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଲ ନବେ।
10 No oitavo dia, tomará dois cordeiros sem defeito, uma cordeira sem defeito, de um ano, e três dízimas de um efa de flor de farinha, para oferta de manjares, amassada com azeite, e separadamente um sextário de azeite;
11 ତହୁଁ ଶୁଚିକାରୀ ଯାଜକ ସହେି ଶାଧେନୀୟ ଲୋକକୁ ଓ ସହେିସବୁ ଦ୍ରବ୍ଯ ନଇେ ସମାଗମ-ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ସ୍ଥାପନ କରିବ।
11 e o sacerdote que faz a purificação apresentará o homem que houver de purificar-se e essas coisas diante do Senhor , à porta da tenda da congregação;
12 ଆଉ ଯାଜକ ଗୋଟିଏ ଅଣ୍ଡିରା ମଷେବତ୍ସ ଓ ସହେି ଏକ ଲୋଗ୍ ତୈଳ ନଇେ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀଯ ନବୈେଦ୍ଯ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ସେସବୁ ଦୋଳନୀଯ କରାୟିବ।
12 tomará um dos cordeiros e o oferecerá por oferta pela culpa e o sextário de azeite; e os moverá por oferta movida perante o Senhor .
13 ତା'ପରେ ସେ ଯାଜକ ଯେଉଁ ସ୍ଥାନ ରେ ପାପାର୍ଥକ ଓ ହାମବେଳି ବଧ କରାୟାଏ ସହେି ପବିତ୍ର ସ୍ଥାନ ରେ ସହେି ମଷେବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ଯ ଯାଜକର ଅଟେ। ତାହା ମହାପବିତ୍ର ଅଟେ।
13 Então, imolará o cordeiro no lugar em que se imola a oferta pelo pecado e o holocausto, no lugar santo; porque quer a oferta pela culpa como a oferta pelo pecado são para o sacerdote; são coisas santíssimas.
14 ତା'ପରେ ଯାଜକ ସହେି ଦୋଷର୍ଥକ ବଳିର କିଛି ରକ୍ତ ନବେ, ପୁଣି ଯାଜକ ସହେି ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣର ପ୍ରାନ୍ତ ରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ରେ ଲଗାଇବ।
14 O sacerdote tomará do sangue da oferta pela culpa e o porá sobre a ponta da orelha direita daquele que tem de purificar-se, e sobre o polegar da sua mão direita, e sobre o polegar do seu pé direito.
15 ଆଉ ଯାଜକ ସହେି ଏକ ଲୋଗ୍ ତୈଳରୁ କିଛି ନଇେ ନିଜର ବାମ ହସ୍ତର ପାପୁଲି ରେ ଢାଳିବ।
15 Também tomará do sextário de azeite e o derramará na palma da própria mão esquerda.
16 ତା'ପରେ ଯାଜକ ସହେି ବାମ ହସ୍ତର ପାପୁଲିସ୍ଥିତ ତୈଳ ରେ ଆପଣା ଦକ୍ଷିଣ ଆଙ୍ଗୁଳି ବୁଡାଇ ଅଙ୍ଗୁଳି ଦ୍ବାରା ସହେି ତୈଳରୁ କିଛି ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ସାତଥର ଛିଞ୍ଚିବ।
16 Molhará o dedo direito no azeite que está na mão esquerda e daquele azeite aspergirá, com o dedo, sete vezes perante o Senhor ;
17 ପୁଣି ଯାଜକ ଆପଣା ବାମ ପାପୁଲି ରେ ଅବଶିଷ୍ଟ ତୈଳ ନଇେ ସହେି ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣ ପ୍ରାନ୍ତ ରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳ ରେ ଲଗାଇବ। ଯେଉଁଠା ରେ ଦୋଷାର୍ଥକ ବଳିର ରକ୍ତ ଆଗରୁ ଲଗାଇଥିଲା।
17 do restante do azeite que está na mão, o sacerdote porá sobre a ponta da orelha direita daquele que tem de purificar-se, e sobre o polegar da sua mão direita, e sobre o polegar do seu pé direito, em cima do sangue da oferta pela culpa;
18 ଆଉ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସହେି ଶାଧେନୀୟ ଲୋକର ମସ୍ତକରେ ଲଗାଇବ। ପୁଣି ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ତାହାପାଇଁ ପ୍ରାଯଶ୍ଚିତ କରିବ।
18 o restante do azeite que está na mão do sacerdote, pô-lo-á sobre a cabeça daquele que tem de purificar-se; assim, o sacerdote fará expiação por ele perante o Senhor .
19 ତା'ପରେ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସହେି ଶାଧେନୀୟ ଲୋକର ଅ େଶୗଚ ହତେୁ ପ୍ରାଯଶ୍ଚିତ କରିବ। ଏହାପରେ ସେ ହାମବେଳି ବଧ କରିବ।
19 Então, o sacerdote fará a oferta pelo pecado e fará expiação por aquele que tem de purificar-se da sua imundícia. Depois, imolará o holocausto
20 ତତ୍ପରେ ଯାଜକ ହାମବେଳି ଓ ଶସ୍ଯ ନବୈେଦ୍ଯ ଆଣି ୟଜ୍ଞବଦେୀ ରେ ଉତ୍ସର୍ଗ କରିବ। ଏହିପରି ଯାଜକ ତାହା ପାଇଁ ପ୍ରାଯଶ୍ଚିତ କରିବ ଓ ସେ ଶୁଚି ହବେ।
20 e o oferecerá com a oferta de manjares sobre o altar; assim, o sacerdote fará expiação pelo homem, e este será limpo.
21 ଆଉ ଯଦି ଲୋକଟି ଦରିଦ୍ର ଓ ସେ ସମସ୍ତ ଦ୍ରବ୍ଯ ଦବୋକୁ ଅକ୍ଷମ, ତବେେ ସେ ନିଜର ପ୍ରାଯଶ୍ଚିତ ପାଇଁ ଦୋଳନୀଯ ନବୈେଦ୍ଯ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମଷେବତ୍ସା ଓ ଶସ୍ଯ ନବୈେଦ୍ଯରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ଆଣିବ।
21 Se for pobre, e as suas posses não lhe permitirem trazer tanto, tomará um cordeiro para oferta pela culpa como oferta movida, para fazer expiação por ele, e a dízima de um efa de flor de farinha, amassada com azeite, para oferta de manjares, e um sextário de azeite,
22 ପୁଣି ସହେି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ଯ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହାମବେଳି ହବେ।
22 duas rolas ou dois pombinhos, segundo as suas posses, dos quais um será para oferta pelo pecado, e o outro, para holocausto.
23 ଆଉ ଅଷ୍ଟମ ଦିନ ରେ ସହେି ଲୋକ ସମସ୍ତ ଦ୍ରବ୍ଯ ଆଣି ସମାଗମ ତମ୍ବୁ ଦ୍ବାର ନିକଟରେ ଯାଜକ ପାଖକୁ ଆଣିବ। ଯାଜକ ସହେି ସମସ୍ତ ଜିନିଷ ସଦାପ୍ରଭୁଙ୍କ ସମ୍ମୁଖ ରେ ତା'ର ପ୍ରାଯଶ୍ଚିତ ପାଇଁ ଉତ୍ସର୍ଗ କରିବ ଓ ସେ ଶୁଚି ହବେ।
23 Ao oitavo dia da sua purificação, os trará ao sacerdote, à porta da tenda da congregação, perante o Senhor .
24 ତହୁଁ ଯାଜକ ଦୋଷାର୍ଥକ ବଳିର ମଷେବତ୍ସ ଓ ସହେି ଏକ ଲୋଗ୍ ତୈଳ ନବେ। ତା'ପରେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ତାହା ଦୋଳନ କରିବ।
24 O sacerdote tomará o cordeiro da oferta pela culpa e o sextário de azeite e os moverá por oferta movida perante o Senhor .
25 ତା'ପରେ ଯାଜକ ସହେି ଦୋଷର୍ଥକ ବଳି ପାଇଁ ଉର୍ଦ୍ଦିଷ୍ଟ ମଷେବତ୍ସ ବଧ କରିବ। ଆଉ ସେଥିରୁ କିଛି ରକ୍ତ ନଇେ ଯାଜକ ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତ ରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ରେ ଲଗାଇବ।
25 Então, o sacerdote imolará o cordeiro da oferta pela culpa, e tomará do sangue da oferta pela culpa, e o porá sobre a ponta da orelha direita daquele que tem de purificar-se, e sobre o polegar da sua mão direita, e sobre o polegar do seu pé direito.
26 ଆଉ ମଧ୍ଯ ଯାଜକ ସହେି ତୈଳରୁ କିଛି ନଇେ ନିଜ ବାମହସ୍ତ ପାପୁଲି ରେ ଢାଳିବ।
26 Derramará do azeite na palma da própria mão esquerda;
27 ଆଉ ଯାଜକ ନିଜର ଦକ୍ଷିଣ ଆଙ୍ଗୁଳି ଦ୍ବାରା ସହେି ବାମ ହସ୍ତସ୍ଥିତ ତୈଳରୁ କିଛି ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ସାତଥର ଛିଞ୍ଚିବ।
27 e, com o dedo direito, aspergirá do azeite que está na sua mão esquerda, sete vezes perante o Senhor ;
28 ଆଉ ମଧ୍ଯ ଯାଜକ ଆପଣା ହସ୍ତସ୍ଥିତ ତୈଳ ନଇେ ସହେି ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତ ରେ, ଦକ୍ଷିଣହସ୍ତ ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳି ରେ ଦୋଷାର୍ଥକ ବଳିର ରକ୍ତ ଲାଗିଥିବା ସ୍ଥାନ ରେ ଲଗାଇବ।
28 porá do azeite que está na sua mão na ponta da orelha direita daquele que tem de purificar-se, e no polegar da sua mão direita, e no polegar do seu pé direito, por cima do sangue da oferta pela culpa;
29 ପୁଣି ଯାଜକ ଶାଧେନୀୟ ଲୋକ ପାଇଁ ପ୍ରାଯଶ୍ଚିତ କରିବାକୁ ନିଜ ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
29 o restante do azeite que está na mão do sacerdote porá sobre a cabeça do que tem de purificar-se, para fazer expiação por ele perante o Senhor .
30 ପୁଣି ସେ ତା'ର ପ୍ରାପ୍ତିର ସାଧ୍ଯ ଅନୁସାରେ ସେ ଦୁଇ କପୋତ ବା ଦୁଇ ପାରା ଛୁଆ ମଧ୍ଯରୁ ଗୋଟିଏ ଉତ୍ସର୍ଗ କରିବ।
30 Oferecerá uma das rolas ou um dos pombinhos, segundo as suas posses;
31 ତାହାର ପ୍ରାପ୍ତିର ସାଧ୍ଯ ଅନୁସାରେ ଶସ୍ଯ ନବୈେଦ୍ଯ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହାମବେଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶାଧେନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରାଯଶ୍ଚିତ କରିବ। ଫଳ ରେ ଲୋକଟି ଶୁଚି ହବେ।
31 será um para oferta pelo pecado, e o outro, para holocausto, além da oferta de manjares; e, assim, o sacerdote fará expiação por aquele que tem de purificar-se perante o Senhor .
32 ଯେଉଁ କୁଷ୍ଠ ରୋଗର ଘା'ୟୁକ୍ତ ଲୋକ ନିଜ େଶୗଚ ସମ୍ବନ୍ଧୀଯ ଦ୍ରବ୍ଯ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ଯବସ୍ଥା ଅଟେ।
32 Esta é a lei daquele em quem está a praga da lepra, cujas posses não lhe permitem o devido para a sua purificação.
33 ଅନନ୍ତର ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ,
33 Disse mais o Senhor a Moisés e a Arão:
34 'ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦବୋ, ସହେି କିଣାନ ଦେଶ ରେ, ତୁମ୍ଭମାନେେ ପ୍ରବେଶ କଲେ ଯଦି ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶ ରେ କୌଣସି ଗୃହ ରେ କୁଷ୍ଠ ରୋଗର ଦାଗ ଉତ୍ପନ୍ନ କରୁ,
34 Quando entrardes na terra de Canaã, que vos darei por possessão, e eu enviar a praga da lepra a alguma casa da terra da vossa possessão,
35 ତବେେ ସହେି ଗୃହମାଲିକ ଯାଜକ ନିକଟକୁ ଆସି କହିବ, 'ମାେ ଗୃହ ରେ ଦାଗ ସୃଷ୍ଟି ହେଲାପରି ମାେତେ ଦଖାଯାେଉଛି।'
35 o dono da casa fará saber ao sacerdote, dizendo: Parece-me que há como que praga em minha casa.
36 ତହୁଁ ଯାଜକ ଗୃହର ସମସ୍ତ ଜିନିଷ ବାହାରକୁ ନବୋକୁ ଆଜ୍ଞା ଦବେ, ଯେପରି ସଗେୁଡିକ ଅଶୁଚି ନହୁଏ। ସମସ୍ତ ଜିନିଷ ବାହାରକୁ ଆସିଲା ପରେ ଯାଜକ ଦାଗ ଦେଖିବାକୁ ଗୃହ ରେ ପ୍ରବେଶ କରିବ।
36 O sacerdote ordenará que despejem a casa, antes que venha para examinar a praga, para que não seja contaminado tudo o que está na casa; depois, virá o sacerdote, para examinar a casa,
37 ଯାଜକ ସହେି ଦାଗ ନିରୀକ୍ଷଣ ବେଳେ ଯଦି ଦେଖିବ ଦାଗ କାନ୍ଥର ଖାଲି ଭିତ ରେ ବସି ୟାଇଥିବ ଓ କିଞ୍ଚିତ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହାଇେଥିବ ଓ ତାହା କାନ୍ଥର ନୀଚରୁ ଦଖାୟିବେ।
37 e examinará a praga. Se, nas paredes da casa, há manchas esverdinhadas ou avermelhadas e parecem mais fundas que a parede,
38 ତବେେ ଯାଜକ ଗୃହରୁ ବାହାରି ଆସିବ ଓ ସେ ଗୃହକୁ ସାତଦିନ ରୁଦ୍ଧ କରି ରଖିବ।
38 então, o sacerdote sairá da casa e a cerrará por sete dias.
39 ସପ୍ତମ ଦିନ ରେ ଯାଜକ ପୁନର୍ବାର ଆସି ଘର ପରୀକ୍ଷା କରିବ। ଆଉ ଯଦି ଗୃହ କାନ୍ଥ ରେ ସହେି ଦାଗ ବଢିଥାଏ।
39 Ao sétimo dia, voltará o sacerdote e examinará; se vir que a praga se estendeu nas paredes da casa,
40 ତବେେ ଯାଜକ ସହେି ଦାଗୟୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହା ରେ ଅଶୁଚି ସ୍ଥାନ ରେ ପକାଇ ଦବୋକୁ ଲୋକମାନଙ୍କୁ ଆଜ୍ଞା ଦବେ।
40 ele ordenará que arranquem as pedras em que estiver a praga e que as lancem fora da cidade num lugar imundo;
41 ପୁଣି ସେ ଗୃହର କାନ୍ଥ ଉପରେ ଥିବା ଚୂନକୁ ଚଞ୍ଛାଇବ ଓ ସହେି ଚଞ୍ଛାଧୂଳି ନଇେ ନଗର ବାହା ରେ ଅଶୁଚି ସ୍ଥାନ ରେ ପକାଇବ।
41 e fará raspar a casa por dentro, ao redor, e o pó que houverem raspado lançarão, fora da cidade, num lugar imundo.
42 ତା'ପରେ ସହେି ବ୍ଯକ୍ତି ନୂତନ ପ୍ରସ୍ତର ନଇେ କାନ୍ଥ ରେ ବସାଇବ ଓ କାନ୍ଥ ଉପରେ ସବୁ ନୂତନ ଲପେ ଲଗାଇବ।
42 Depois, tomarão outras pedras e as porão no lugar das primeiras; tomar-se-á outra argamassa e se rebocará a casa.
43 ଯଦି କାନ୍ଥ ରେ ପ୍ରସ୍ତର ବଦଳ କଲାପରେ ଓ ଗୃହ ଚାଞ୍ଛିଲା ପରେ ଓ ନୂତନ ଲପନେ କଲାପରେ ଯବେେ ସହେି ଦାଗ ପୁନର୍ବାର କାନ୍ଥ ରେ ଫୁଟି ବାହା ରେ,
43 Se a praga tornar a brotar na casa, depois de arrancadas as pedras, raspada a casa e de novo rebocada,
44 ତବେେ ଯାଜକ ଆସି ଦେଖିବ। ଆଉ ଯଦି ସହେି ଦାଗ ବୃଦ୍ଧି ପାଇଥାଏ ତବେେ ସେ ଗୃହ ରେ କ୍ଷଯକୁଷ୍ଠ ଅଛି ଓ ତାହା ଅଶୁଚି ଅଟେ।
44 então, o sacerdote entrará e examinará. Se a praga se tiver estendido na casa, há nela lepra maligna; está imunda.
45 ତାହା ହେଲ ସେ ଲୋକ ସେ ଗୃହ ଭାଙ୍ଗି ପକାଇବ। ତହିଁରେ ଥିବା ପ୍ରସ୍ତର, କାଠ ଓ ଧୂଳିସବୁ ନଇେ ନଗର ବାହା ରେ ଅଶୁଚି ସ୍ଥାନ ରେ ପକାଇବ।
45 Derribar-se-á, portanto, a casa, as pedras e a sua madeira, como também todo o reboco da casa; e se levará tudo para fora da cidade, a um lugar imundo.
46 ସହେି ଗୃହ ରୁଦ୍ଧ ଥିଲା ବେଳେ ଯଦି କହେି ସହେି ଘର ଭିତ ରେ ପ୍ରବେଶ କରିଥାଏ, ସହେି ଲୋକ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ।
46 Aquele que entrar na casa, enquanto está fechada, será imundo até à tarde.
47 ଯଦି କହେି ସହେି ଘ ରେ ଭୋଜନ କରିଥିବ କିମ୍ବା ଶଯନ କରିଥିବ ତବେେ ସେ ତା'ର ବସ୍ତ୍ର ଧୋଇବ।
47 Também o que se deitar na casa lavará as suas vestes; e quem nela comer lavará as suas vestes.
48 ଗୃହ ପୁନଃନିର୍ମାଣ ଓ ପୁନଃଲପନେ ଶଷେ ହେଲା ପରେ, ଯାଜକ ସହେି ଗୃହକୁ ଆସିବ ଓ ଦେଖିବ। ଯଦି ଦାଗ ବୃଦ୍ଧି ନ ପାଇଥାଏ, ତବେେ ସେ ତାହା ଶୁଚି ବୋଲି ଘାଷେଣା କରିବ। କାରଣ ଦାଗ ଉଭଇେ ଯାଉଛି।
48 Porém, tornando o sacerdote a entrar, e, examinando, se a praga na casa não se tiver estendido depois que a casa foi rebocada, o sacerdote a declarará limpa, porque a praga está curada.
49 ପୁଣି ସହେି ଗୃହକୁ ଶୁଚି କରିବାକୁ ଯାଜକ ଦୁଇଟି ପକ୍ଷୀ, ଏରସ କାଠ, ଲାଲ ବସ୍ତ୍ର ଓ ବନସ୍ପତି ନବୋ ଉଚିତ୍।
49 Para purificar a casa, tomará duas aves, e pau de cedro, e estofo carmesim, e hissopo,
50 ଜଳ ସୋର୍ତ ଉପରେ ଏକ ମାଟିହାଣ୍ଡି ଉପରେ ପକ୍ଷୀଟିକୁ ରଖି ଯାଜକ ତାକୁ ବଧ କରିବା ପାଇଁ କହିବା ଉଚିତ୍।
50 imolará uma ave num vaso de barro sobre águas correntes,
51 ତା'ପରେ ସେ ଯାଜକ ଏରସ କାଠ, ଏସୋବ, ଲାଲ୍ ବସ୍ତ୍ର, ଜୀଅନ୍ତା ପକ୍ଷୀକୁ ନଇେ ହତ୍ଯା କରିବ ଓ ସହେି ପକ୍ଷୀର ରକ୍ତ, ସହେି ଜଳ ସୋର୍ତ ରେ ବୁଡାଇବ ଓ ସହେି ଘ ରେ ସାତଥର ଛିଞ୍ଚିବ।
51 tomará o pau de cedro, e o hissopo, e o estofo carmesim, e a ave viva, e os molhará no sangue da ave imolada e nas águas correntes, e aspergirá a casa sete vezes.
52 ସହେି ସବୁଜିନିଷ ବ୍ଯବହାର କରି ସେ ଗୃହଟିକୁ ଶୁଚି କରିବ।
52 Assim, purificará aquela casa com o sangue da ave, e com as águas correntes, e com a ave viva, e com o pau de cedro, e com o hissopo, e com o estofo carmesim.
53 ତା'ପରେ ଯାଜକ ସହେି ଜୀଅନ୍ତା ପକ୍ଷୀକୁ ନଗର ବାହରସ୍ଥ କ୍ଷେତ୍ର ଆଡେ ଛାଡିଦବେ। ଏହିପରି ସେ ଗୃହ ପାଇଁ ପ୍ରାଯଶ୍ଚିତ କରିବ ଓ ଘରଟିକୁ ଶୁଚି କରିବ।
53 Então, soltará a ave viva para fora da cidade, para o campo aberto; assim, fará expiação pela casa, e será limpa.
54 କୁଷ୍ଠ ରୋଗର ଯେକୌଣସି ଘା' ଓ ଛଉର ଏହିସବୁ ବ୍ଯବସ୍ଥା।
54 Esta é a lei de toda sorte de praga de lepra, e de tinha,
55 ପୁଣି ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠ ପାଇଁ,
55 e da lepra das vestes, e das casas,
56 ଆଉ ଫୁଲା, ଦାଗ ଓ ଚିକ୍କଣ ଚିହ୍ନ ପାଇଁ,
56 e da inchação, e da pústula, e das manchas lustrosas,
57 ଏହିସବୁ ହେଉଛି ବ୍ଯବସ୍ଥା। ଆଉ ମଧ୍ଯ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି ଏହା ଜାଣିବା ପାଇଁ ଏସବୁ ବିଧି ଅଟେ।
57 para ensinar quando qualquer coisa é limpa ou imunda. Esta é a lei da lepra.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Levítico 14, comparar traduções ou montar um estudo — tudo direto pelo WhatsApp.