Levítico 17

Oriya Bible (GL_ORIYA) vs ARA

Sair da comparação
ARA Almeida Revista e Atualizada 1993
1 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
1 Disse o Senhor a Moisés:
2 ତୁମ୍ଭେ ହାରୋଣଙ୍କୁ, ତାଙ୍କର ସନ୍ତାନଗଣଙ୍କୁ ଓ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ସଦାପ୍ରଭୁଙ୍କ ଆଜ୍ଞା ବିଷଯ ରେ କୁହ।
2 Fala a Arão, e a seus filhos, e a todos os filhos de Israel e dize-lhes: Isto é o que o Senhor ordenou, dizendo:
3 ଯଦି କହେି ଗାଈ କି ମଷେ କି ଛାଗ ଛାଉଣୀ ମଧିଅରେ ବା ଛାଉଣୀ ବାହା ରେ ବଧ କରେ,
3 Qualquer homem da casa de Israel que imolar boi, ou cordeiro, ou cabra, no arraial ou fora dele,
4 ସହେି ଲୋକ ସହେି ପ୍ରାଣୀକୁ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣିବ ଓ ସହେି ପ୍ରାଣୀର ଏକ ଅଂଶ ଉପହାର ସ୍ବରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ। ସେ ଯଦି ତାହା ନକରେ ତବେେ ରକ୍ତପାତର ଅପରାଧ ରେ ଅପରାଧୀ ହବେ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।
4 e os não trouxer à porta da tenda da congregação, como oferta ao Senhor diante do seu tabernáculo, a tal homem será imputada a culpa do sangue; derramou sangue, pelo que esse homem será eliminado do seu povo;
5 ଏଣୁ ଇଶ୍ରାୟେଲର ସନ୍ତାନଗଣ ନିଜ ନିଜର ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେ ସମସ୍ତ ସମାଗମ ତମ୍ବୁର ଦ୍ବାର ରେ ଯାଜକ ନିକଟକୁ ଆଣିବେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।
5 para que os filhos de Israel, trazendo os seus sacrifícios, que imolam em campo aberto, os apresentem ao Senhor , à porta da tenda da congregação, ao sacerdote, e os ofereçam por sacrifícios pacíficos ao Senhor .
6 ତା'ପରେ ସେ ଯାଜକ ସମାଗମ ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ୟଜ୍ଞବଦେୀ ଉପରେ ସହେି ରକ୍ତ ଛିଞ୍ଚିବେ, ଆଉ ସଦାପ୍ରଭୁଙ୍କୁ ଉପହାର ସ୍ବରୂପ ସହେି ମଦେ ଦଗ୍ଧ କରିବ।
6 O sacerdote aspergirá o sangue sobre o altar do Senhor , à porta da tenda da congregação, e queimará a gordura de aroma agradável ao Senhor .
7 ତହିଁରେ ସମାନେେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ଯଭିଚାର କରୁଅଛନ୍ତି, ସମାନଙ୍କେ ଉଦ୍ଦେଶ୍ଯ ରେ ଆଉ ବଳିଦାନ କରିବେ ନାହିଁ। ଏହା ସମାନଙ୍କେର ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ।
7 Nunca mais oferecerão os seus sacrifícios aos demônios, com os quais eles se prostituem; isso lhes será por estatuto perpétuo nas suas gerações.
8 ତୁମ୍ଭେ ସବୁ ଲୋକଙ୍କୁ କହିବ, ଇଶ୍ରାୟେଲ ବଂଶଜାତ କୌଣସି ଲୋକ କିମ୍ବା ଭ୍ରମଣକାରୀ କିମ୍ବା କୌଣସି ବିଦେଶୀ ଲୋକ ଯବେେ ହାମବେଳି କି ବଳିଦାନ କରେ,
8 Dize-lhes, pois: Qualquer homem da casa de Israel ou dos estrangeiros que peregrinam entre vós que oferecer holocausto ou sacrifício
9 ତବେେ ସେ ସହେି ବଳିଦାନ ସମାଗମ ତମ୍ବୁର ଦ୍ବାର ନିକଟକୁ ଆଣି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ଯଦି ସେ ତାହା ନକରିବ ତବେେ ସେ ନିଜ ଲୋକମାନଙ୍କଠାରୁ ପୃଥକ୍ ରହିବ।
9 e não o trouxer à porta da tenda da congregação, para oferecê-lo ao Senhor , esse homem será eliminado do seu povo.
10 ଆଉ କୌଣସି ଇଶ୍ରାୟେଲୀୟ କିମ୍ବା ସମାନଙ୍କେ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତବେେ ଆମ୍ଭେ ସହେି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧ ରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ୍ ରଖିବା।
10 Qualquer homem da casa de Israel ou dos estrangeiros que peregrinam entre vós que comer algum sangue, contra ele me voltarei e o eliminarei do seu povo.
11 କାରଣ ରକ୍ତ ରେ ପ୍ରାଣୀର ଜୀବନ ଥାଏ। ପୁଣି ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାଯଶ୍ଚିତ କରିବାକୁ ଆମ୍ଭେ ତାହା ୟଜ୍ଞବଦେୀ ଉପରେ ତୁମ୍ଭମାନଙ୍କୁ ଦଇେଅଛୁ, ଯେ ହତେୁ ପ୍ରାଣର ମୂଲ୍ଯ ରେ ରକ୍ତ ହିଁ ପ୍ରାଯଶ୍ଚିତ କରେ।
11 Porque a vida da carne está no sangue. Eu vo-lo tenho dado sobre o altar, para fazer expiação pela vossa alma, porquanto é o sangue que fará expiação em virtude da vida.
12 ତେଣୁ ଆମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କହୁଛୁ, ତୁମ୍ଭମାନଙ୍କ ମଧ୍ଯରୁ କହେି ରକ୍ତ ଭୋଜନ କରିବ ନାହିଁ ଓ ତୁମ୍ଭମାନଙ୍କ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ ରକ୍ତ ଭୋଜନ କରିବ ନାହିଁ।
12 Portanto, tenho dito aos filhos de Israel: nenhuma alma de entre vós comerá sangue, nem o estrangeiro que peregrina entre vós o comerá.
13 ଆଉ କୌଣସି ଇଶ୍ରାୟେଲୀୟ ହେଉ କିମ୍ବା ସମାନଙ୍କେ ମଧିଅରେ ପ୍ରବାସୀ କୌଣସି ବିଦେଶୀ ଲୋକ ହେଉ, ଯଦି ମୃଗଯା କରି କୌଣସି ପଶୁ ବା ପକ୍ଷୀକୁ ଖାଦ୍ୟ ପାଇଁ ବଧ କରେ, ତବେେ ସେ ତାହାର ରକ୍ତ ଭୁମି ରେ ଢାଳି ଧୂଳି ରେ ଢାଙ୍କିବ।
13 Qualquer homem dos filhos de Israel ou dos estrangeiros que peregrinam entre vós que caçar animal ou ave que se come derramará o seu sangue e o cobrirá com pó.
14 କାରଣ ସବୁ ପ୍ରାଣୀର ପ୍ରାଣ ରକ୍ତ ରେ ହିଁ ଥାଏ। ଏଣୁ ଆମ୍ଭେ ଇଶ୍ରାୟେଲର ସନ୍ତାନଗଣଙ୍କୁ କହିଲୁ, ତୁମ୍ଭମାନେେ କୌଣସି ପ୍ରାଣୀର ରକ୍ତ ଭୋଜନ କରିବ ନାହିଁ। ଯେ ହତେୁ ସକଳ ପ୍ରାଣୀର ରକ୍ତ ହିଁ ତା'ର ପ୍ରାଣ। ଯେ କହେି ତାହା ଭୋଜନ କରେ, ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।
14 Portanto, a vida de toda carne é o seu sangue; por isso, tenho dito aos filhos de Israel: não comereis o sangue de nenhuma carne, porque a vida de toda carne é o seu sangue; qualquer que o comer será eliminado.
15 ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ଯରୁ ଯେ କହେି ସ୍ବଯଂ ମୃତ କିମ୍ବା ପଶୁ ଭୋଜନ କରେ, ତବେେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳ ରେ ସ୍ନାନ କରିବ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହବେ।
15 Todo homem, quer natural, quer estrangeiro, que comer o que morre por si ou dilacerado lavará as suas vestes, banhar-se-á em água e será imundo até à tarde; depois, será limpo.
16 ଯଦି ସେ ତା'ର ବସ୍ତ୍ର ନଧୂଏ କିମ୍ବା ସ୍ନାନ ନକରେ, ତବେେ ସେ ପାପର ଅପରାଧ ବହନ କରିବ।
16 Mas, se não as lavar, nem banhar o corpo, levará sobre si a sua iniquidade.

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Levítico 17, comparar traduções ou montar um estudo — tudo direto pelo WhatsApp.