Levítico 20

Oriya Bible (GL_ORIYA) vs NVI

Sair da comparação
NVI Nova Versão Internacional
1 ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
1 Disse o Senhor a Moisés:
2 ଆଉ ମଧ୍ଯ ତୁମ୍ଭ ଇଶ୍ରାୟେଲ ସନ୍ତାନଗଣଙ୍କୁ କହିବ ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ କହେି ହେଉ କିମ୍ବା ସମାନଙ୍କେ ସହିତ ସହବାସୀ ପ୍ରବାସୀ ବିଦେଶୀମାନଙ୍କ ମଧ୍ଯରୁ କହେି ଲୋକ ଯଦି ଆପଣା ବଂଶର କାହାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ପ୍ରଦାନ କରେ, ତବେେ ତାହାର ନିଶ୍ଚଯ ପ୍ରାଣଦଣ୍ଡ ହବେ ଓ ଦେଶୀଯ ଲୋକମାନେ ତାକୁ ପଥର ମାରି ହତ୍ଯା କରିବେ।
2 "Diga aos israelitas: Qualquer israelita ou estrangeiro residente em Israel que entregar um dos seus filhos a Moloque, terá que ser executado. O povo da terra o apedrejará.
3 ମୁଁ ମଧ୍ଯ ତା' ବିରୁଦ୍ଧ ରେ ଛିଡା ହବେି। ତା'ର ଦେଶର ଲୋକମାନଙ୍କଠାରୁ ପୃଥକ୍ ରଖିବି। କାରଣ ସେ ମାରେ ପବିତ୍ର ସ୍ଥାନକୁ ଅପବିତ୍ର କରିଛି ଓ ମାରେ ପବିତ୍ର ନାମକୁ ଅପବିତ୍ର କରିବାକୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ନିଜର ସନ୍ତାନମାନଙ୍କୁ ଦଇେଅଛି।
3 Voltarei o meu rosto contra ele e o eliminarei do meio do seu povo; pois deu os seus filhos a Moloque, contaminando assim o meu santuário e profanando o meu santo nome.
4 ଯେଉଁ ଲୋକ ନିଜର ସନ୍ତାନମାନଙ୍କୁ ମାେଲକ୍ ଦବେତା ଉଦ୍ଦେଶ୍ଯ ରେ ଉତ୍ସର୍ଗ କରେ, ସଙ୍ଗେ ସଙ୍ଗେ ବଧ କରାୟିବା ଉଚିତ୍। ଦେଶର ଲୋକମାନେ ଯଦି ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି,
4 Se o povo deliberadamente fechar os olhos quando alguém entregar um dos seus filhos a Moloque, e deixar de executá-lo,
5 ତବେେ ମୁଁ ସହେି ଲୋକ ବିରୁଦ୍ଧ ରେ ଓ ତା'ର ବଂଶ ବିରୁଦ୍ଧ ରେ ୟିବି, ସମେନଙ୍କର ମାେଲକ୍ ଦବେତା ସହିତ ଜଡିତ ହବୋ କାରଣରୁ, ତା'ର ଦେଶବାସୀଠରୁ ତାକୁ ଓ ତା'ର ଅସୁସରଣକାରୀମାନଙ୍କୁ ଦୁ ରଇେ ରଖିବି।
5 voltarei o meu rosto contra aquele homem e contra o seu clã e eliminarei do meio do seu povo tanto ele quanto todos os que o seguem, prostituindo-se com Moloque.
6 ଯେଉଁ ଲୋକ ଭୁତୁଡିଆ ଓ ଗୁଣିଆଁମାନଙ୍କୁ ବ୍ଯଭିଚାର କରିବାକୁ ଅନୁସରଣ କରେ, ସହେି ପ୍ରଣୀ ବିରୁଦ୍ଧ ରେ ଆମ୍ଭେ ୟିବା। ଯେ ହତେୁ ସେ ଆମ୍ଭ ପ୍ରତି ଅବିଶ୍ବସ୍ତ, ଆମ୍ଭେ ତାକୁ ତାହାର ଲୋକମାନଙ୍କ ମଧ୍ଯରୁ ପୃଥକ୍ ରଖିବା।
6 "Voltarei o meu rosto contra aquele que procurar médiuns e espíritas para segui-los, prostituindo-se com eles. Eu o eliminarei do meio do seu povo.
7 ଏଣୁ ତୁମ୍ଭମାନେେ ନିଜକୁ ପବିତ୍ର କର ଓ ପବିତ୍ର ହୁଅ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।
7 "Consagrem-se, porém, e sejam santos, porque eu sou o Senhor, o Deus de vocês.
8 ମନରେଖ, ତୁମ୍ଭମାନେେ ମାରେ ବ୍ଯବସ୍ଥା ପାଳନ କରିବା ଉଚିତ୍। ମୁଁ ସଦାପ୍ରଭୁ ତୁମ୍ଭମାନଙ୍କୁ ପବିତ୍ର କଲି।
8 Obedeçam aos meus decretos e pratiquem-nos. Eu sou o Senhor que os santifica.
9 ଯେ ନିଜର ପିତାମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚିତ ହତ ହବେ। ଯେ ହତେୁ ସେ ପିତାମାତାଙ୍କୁ ଅଭିଶାପ ଦଇେଥିଲା, ସେଥିପାଇଁ ମୃତ୍ଯୁଦଣ୍ଡ ରେ ଅପରାଧୀ।
9 "Se alguém amaldiçoar seu pai ou sua mãe, terá que ser executado. Por ter amaldiçoado o seu pai ou a sua mãe, merece a morte.
10 ଯଦି କୌଣସି ପୁରୁଷ ତା'ର ପ୍ରତିବେଶୀର ଭାର୍ୟ୍ଯା ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ଯଭିଚାର ପାଇଁ ଅପରାଧୀ ଓ ଉଭୟେ ମୃତ୍ଯୁବରଣ କରିବା ଉଚିତ୍।
10 "Se um homem cometer adultério com a mulher de outro homem, com a mulher do seu próximo, tanto o adúltero quanto a adúltera terão que ser executados.
11 ଯଦି କୌଣସି ବ୍ଯକ୍ତି ତା'ର ପିତୃ ଭାର୍ୟ୍ଯା ସହିତ ଦୈହୀକ ସଂପର୍କ ରେଖ, ସେ ତାଙ୍କର ପିତାକୁ ଅସମ୍ମାନ କରିଥାଏ। ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ମୃତ୍ଯୁଦଣ୍ଡ ପାଇବେ। ସମାନେେ ନିଜର ଅପରାଧ ପାଇଁ ଦାଯୀ ରହିବେ। ସହେି ସ୍ତ୍ରୀ ତା'ର ପିତାର ଅଟେ।
11 "Se um homem se deitar com a mulher do seu pai, desonrou seu pai. Tanto o homem quanto a mulher terão que ser executados, pois merecem a morte.
12 ଯଦି କୌଣସି ଲୋକ ତା'ର ପୁତ୍ରବଧୂ ସହିତ ୟୌନ ସଂପର୍କ ରେଖ, ତବେେ ସେ ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ହତ୍ଯା କରାୟିବା ଉଚିତ୍। ସମାନେେ ଅତି ଜଘନ୍ଯ ଅପରାଧ କରିଛନ୍ତି ଓ ସମାନେେ ମୃତ୍ଯୁଦଣ୍ଡ ପାଇବେ।
12 "Se um homem se deitar com a sua nora, ambos terão que ser executados. O que fizeram é depravação; merecem a morte.
13 ଯଦି କୌଣସି ପୁରୁଷ ଅନ୍ୟ ଏକ ପୁରୁଷ ସହିତ ସ୍ତ୍ରୀ ଲୋକ ପରି ୟୌନ ସଂପର୍କ ରେଖ, ତବେେ ସମାନେେ ଉଭୟେ ଅତି ଭୟଙ୍କର ପାପ କରିଛନ୍ତି। ସମାନେେ ମୃତ୍ଯୁଦଣ୍ଡ ପାଇବା ଉଚିତ୍। ସମାନେେ ସମାନଙ୍କେର ଅପରାଧ ବହନ କରିବେ।
13 "Se um homem se deitar com outro homem como quem se deita com uma mulher, ambos praticaram um ato repugnante. Terão que ser executados, pois merecem a morte.
14 ଯଦି କହେି କୌଣସି ସ୍ତ୍ରୀ ସହିତ ଓ ତା'ର ମାତା ସହିତ ୟୌନକ୍ରିଯା କରେ, ତବେେ ସେ ପୁରୁଷ ସହିତ ସେ ଦୁଇ ସ୍ତ୍ରୀଙ୍କୁ ଅଗ୍ନି ରେ ଦଗ୍ଧ କରାୟିବ। ଏପରି ଜଘନ୍ଯ ପାପ ଯେପରି ଆଉ ତୁମ୍ଭମାନଙ୍କ ମଧିଅରେ ନହୁଏ।
14 "Se um homem tomar uma mulher e a mãe dela, comete perversidade. Tanto ele quanto elas serão queimados com fogo, para que não haja perversidade entre vocês.
15 ଯଦି କହେି କୌଣସି ପଶୁକୁ ସଙ୍ଗମ କରେ, ତବେେ ସେ ନିଶ୍ଚଯ ହତ ହବେ ଓ ତୁମ୍ଭମାନେେ ମଧ୍ଯ ସହେି ପଶୁକୁ ବଧ କରିବ।
15 "Se um homem tiver relações sexuais com um animal, terá que ser executado, e vocês matarão também o animal.
16 ଯବେେ କୌଣସି ସ୍ତ୍ରୀ କୌଣସି ପଶୁ ସହିତ ସଙ୍ଗମ କରେ, ତବେେ ସହେି ସ୍ତ୍ରୀ ଓ ସହେି ପଶୁ ଉଭୟଙ୍କୁ ବଧ କହାୟିବ। ସମାନେେ ନିଶ୍ଚିତ ହତ ହବେେ। ସମାନଙ୍କେର ମୃତ୍ଯୁଜନିତ ଅପରାଧ ପାଇଁ ସମାନେେ ଦାଯୀ ହବେେ।
16 "Se uma mulher se aproximar de algum animal para ajuntar-se com ele, vocês matarão a mulher e o animal. Ambos terão que ser executados, pois merecem a morte.
17 ଯଦି କହେି ନିଜର ଭଗିନୀକି ଅର୍ଥାତ୍ ପିତୃକନ୍ଯା କି ମାତୃକନ୍ଯାକୁ ବିବାହ କରେ ଓ ଉଭୟଙ୍କ ମଧିଅରେ ୟୌନ ସଂପର୍କ ହୁଏ, ତବେେ ତାହା ଲଜ୍ଜାଜନକ। ସମାନେେ ସର୍ବସାଧାରଣ ରେ ଦଣ୍ଡିତ ହବୋ ଉଚିତ୍ ଓ ନିଜ ଲୋକମାନଙ୍କ ଠାରୁ ପୃଥକ୍ ରହିବେ। ଯେଉଁ ଲୋକ ତା'ର ନିଜର ଭଉଣୀ ସହିତ ଶାରୀରିକ ସଂପର୍କ ଥିଲା ଏବଂ ସେ ନିଜେ ତା'ର ପରିଣାମ ଭୋଗ କରିବ।
17 "Se um homem tomar por mulher sua irmã, filha de seu pai ou de sua mãe, e se envolver sexualmente com ela, pratica um ato vergonhoso. Serão eliminados à vista de todo o povo. Desonrou sua irmã e sofrerá as conseqüências da sua iniqüidade.
18 ଯଦି କହେି ରଜସ୍ବଳା ନାରୀ ସହିତ ୟୌନ ସଂପର୍କ ରେଖ, ତବେେ ଉଭୟେ ପୁରୁଷ ଓ ସ୍ତ୍ରୀ ନିଜ ଲୋକମାନଙ୍କଠାରୁ ପୃଥକ୍ ରହିବା ଉଚିତ୍। ସମାନେେ ଅପରାଧୀ କାରଣ ସମାନେେ ତା'ର ମାସିକ କ୍ଷରଣ ଅନାବୃତ କରିଛନ୍ତି।
18 "Se um homem se deitar com uma mulher durante a menstruação e com ela se envolver sexualmente, ambos serão eliminados do meio do seu povo, pois expuseram o sangramento dela.
19 ତୁମ୍ଭେ ତୁମ୍ଭର ମାଉସୀ କିମ୍ବା ପିଉସୀ ସହିତ ୟୌନ ସଂପର୍କ ରଖିବ ନାହିଁ। ତାହା ନିଜର ନିକଟବର୍ତ୍ତୀ ସଂପର୍କୀଯ ସହିତ ଅପରାଧ ହବେ ଓ ସେଥିପାଇଁ ସମାନେେ ନିଜ ନିଜ ଅପରାଧ ବହନ କରିବେ।
19 "Não se envolva sexualmente com a irmã de sua mãe, nem com a irmã de seu pai; pois quem se envolver sexualmente com uma parenta próxima sofrerá as conseqüências da sua iniqüidade.
20 ଜଣେ ବ୍ଯକ୍ତି ନିଜ କକାର ସ୍ତ୍ରୀ ସହିତ ଯୌନ କଂପର୍କ ରଖିବ, ଏହା କରିବା ଦ୍ବାରା ସେ ତାଙ୍କର କକାକୁ ଅସମ୍ମାନ ଦଖାଇବେ। ସହେି ସ୍ତ୍ରୀର ଶାରୀରିକ ସଂପର୍କ, ସେ ଲୋକର କକା ପାଇଁ ଆରକ୍ଷିତା। ଉଭୟେ ପୁତୁରା ଓ ଖୁଡୀ ଅପରାଧ ପାଇଁ ଦଣ୍ଡିତ ହବେ ଓ ସମାନେେ ନିଃସନ୍ତାନ ହାଇେ ମରିବେ।
20 "Se um homem se deitar com a mulher do seu tio, desonrou seu tio. Eles sofrerão as conseqüências do seu pecado; morrerão sem filhos.
21 ଯଦି କହେି ଭାତୃବଧୂକୁ ବିବାହ କରେ, ଏହା ଗୋଟିଏ ଅଶୁଦ୍ଧ କାର୍ୟ୍ଯ ଅଟେ, ସେ ତାଙ୍କର ଭାଇଙ୍କୁ ଅସମ୍ମାନ କରିଥାଏ। ସହେି ସ୍ତ୍ରୀ ତା'ର ଭାଇର ଅଟେ। ସମାନଙ୍କେର ସନ୍ତାନ ଜନ୍ମ ହବେ ନାହିଁ।
21 "Se um homem tomar por mulher a mulher do seu irmão, comete impureza; desonrou seu irmão. Ficarão sem filhos.
22 ଏଣୁ ତୁମ୍ଭମାନେେ ଆମ୍ଭର ସମସ୍ତ ବ୍ଯବସ୍ଥା ଓ ବିଧି ମାନ୍ଯ କରି ପାଳନ କରିବ। ଆମ୍ଭେ ଯେଉଁ ଦେଶ ରେ ବାସ କରିବାକୁ ତୁମ୍ଭମାନଙ୍କୁ ନଇେ ଯାଉଅଛୁ, ସହେି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
22 "Obedeçam a todos os meus decretos e leis e pratiquem-nos, para que a terra para onde os estou levando para habitarem não os vomite.
23 ପୁଣି ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀଯମାନଙ୍କୁ ତଡି ଦେଉଛୁ, ସମାନଙ୍କେ ଆଚରଣ ତୁମ୍ଭମାନେେ କରିବ ନାହିଁ। କାରଣ ସମାନେେ ସହେିସବୁ ଦୁଷ୍କର୍ମ କରିବାରୁ ଆମ୍ଭେ ସମାନଙ୍କେୁ ଘୃଣା କଲୁ।
23 Não sigam os costumes dos povos que vou expulsar de diante de vocês. Por terem feito todas essas coisas, causam-me repugnância.
24 ମୁଁ ତୁମ୍ଭଙ୍କୁ କହିଲି, ସମାନଙ୍କେର ଭୂମି ତୁମ୍ଭେ ଅକ୍ତିଆର କରିବ, ମୁଁ କହିବି ଏହା ତୁମ୍ଭେ ଅକ୍ତିଆର କର। ଏହା ଗୋଟିଏ ଭୂମି ଯେଉଁଠା ରେ ଦୁଧ ଓ ମଧୁ ବହି ଯାଉଥାଏ।
24 Mas a vocês prometi que herdarão a terra deles; eu a darei a vocês como herança, terra que mana leite e mel. Eu sou o Senhor, o Deus de vocês, que os separou dentre os povos.
25 ତେଣୁ ତୁମ୍ଭମାନେେ ଶୁଚି-ଅଶୁଚି ପଶୁ ଓ ଶୁଚି ଅଶୁଚି ପକ୍ଷୀ ମଧିଅରେ ପ୍ରଭଦେ ଜାଣିବ। କୌଣସି ଅଶୁଚି ପଶୁ କିମ୍ବା ପକ୍ଷୀ ଭୋଜନ କରିବ ନାହିଁ ଓ ଉ ରୋଗମୀ ପ୍ରାଣୀ ମଧ୍ଯ ଖାଇବ ନାହିଁ। ଆମ୍ଭେ ସଗେୁଡିକୁ ଘୃଣା ଯୋଗ୍ଯ କରିଅଛୁ।
25 "Portanto, façam separação entre animais puros e impuros e entre aves puras e impuras. Não se contaminem com animal, ou ave, ou com qualquer criatura que se move rente ao chão, os quais separei de vocês por serem eles impuros.
26 ପୁଣି ତୁମ୍ଭମାନେେ ଆମ୍ଭ ଉଦ୍ଦେଶ୍ଯ ରେ ପବିତ୍ର ହବେ। କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ତେଣୁ ତୁମ୍ଭମାନେେ ଯେପରି ଆମ୍ଭର ହବେ ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭଙ୍କୁ ପୃଥକ୍ କରିଅଛୁ।
26 Vocês serão santos para mim, porque eu, o Senhor, sou santo, e os separei dentre os povos para serem meus.
27 ଯେଉଁ ପୁରୁଷ ବା ସ୍ତ୍ରୀ ଭୁତୁଡିଆ ବା ଗୁଣିଆ ହବେ ସମାନେେ ନିଶ୍ଚଯ ହତ ହବେେ। ଲୋକମାନେ ସମାନଙ୍କେୁ ପଥର ଫିଙ୍ଗି ବଧ କରିବେ। ସମାନେେ ନିଶ୍ଚିତ ନିହତ ହବେେ।
27 "Os homens ou mulheres que, entre vocês, forem médiuns ou espíritas, terão que ser executados. Serão apedrejados, pois merecem a morte".

Ler em outra tradução

Comparar com outra

Estude este capítulo no WhatsApp

Peça à IA da Bíblia Fala para explicar Levítico 20, comparar traduções ou montar um estudo — tudo direto pelo WhatsApp.